• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

COVID-19 Updates

school
ଆସନ୍ତାକାଲିଠାରୁ ଖୋଲିବ ସ୍କୁଲ

ନୂଆଦିଲ୍ଲୀ: କରୋନା ମହାମାରୀ ସଙ୍କଟ ଭିତରେ ଶିକ୍ଷା ମନ୍ତ୍ରାଳୟ ସେପ୍ଟେମ୍ବର ୨୧ ତାରିଖରୁ ନବମରୁ ଦ୍ୱାଦଶ ଶ୍ରେଣୀ ପର୍ଯ୍ୟନ୍ତ ସ୍କୁଲ୍ ଖୋଲିବାକୁ ଅନୁମତି ପ୍ରଦାନ କରିଛନ୍ତି। ତେବେ ଏବେବି କିଛି ରାଜ୍ୟରେ ସ୍କୁଲ୍ ଖୋଲିବା ନେଇ ସହମତି ହୋଇନାହିଁ। କିଛି ରାଜ୍ୟରେ ଲକଡାଉନ୍ ପୁନର୍ବାର ଲାଗୁ କରାଯାଇଛି। ଅନ୍ୟପକ୍ଷରେ କିଛି ରାଜ୍ୟରେ ଲଗାତର ମାମଲା ବଢ଼ୁଥିବାର ଦେଖି ସରକାର ସ୍କୁଲ ଖୋଲିବା ନେଇ କୌଣସି ନିଷ୍ପତ୍ତି ନେଇପାରୁ ନାହାନ୍ତି। ଏଭଳି ସ୍ଥିତିରେ ସେପ୍ଟେମ୍ବର ୨୧ ତାରିଖରୁ କିଛି […]

  • Saturday, 03 July 2021
୨୪ ଘଣ୍ଟାରେ ଓଡ଼ିଶାରେ ୯ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ

ଭୁବନେଶ୍ୱର: ରାଜ୍ୟରେ ଗତ ୨୪ ଘଣ୍ଟାରେ ଆଉ ୯ କରୋନା ରୋଗୀ ଆଖି ବୁଜିଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ ମୃତ୍ୟୁ ସଂଖ୍ୟା ୭୧୦ ହୋଇଛି। ଏ ନେଇ ରାଜ୍ୟ  ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। କେନ୍ଦୁଝର ଜିଲ୍ଲାରୁ ୨, ବାଲେଶ୍ୱର, ଜଗତସିଂହପୁର, ଢେଙ୍କାନାଳ, ଖୋର୍ଦ୍ଧା, ମୟୂରଭଞ୍ଜ, ନବରଙ୍ଗପୁର ଓ ନୟାଗଡ଼ରୁ ଜଣେ ଲେଖାଏ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି। ପଢ଼ନ୍ତୁ: ଦିନକରେ ଓଡ଼ିଶାରେ ୪,୨୪୨ ପଜିଟିଭ୍‌ ଚିହ୍ନଟ

  • Saturday, 03 July 2021
corona
Corona Update In Odisha: ଦିନକରେ ୪,୨୪୨ ପଜିଟିଭ୍‌ ଚିହ୍ନଟ

ଭୁବନେଶ୍ୱର: ଦିନକରେ ଓଡ଼ିଶାରେ ୪,୨୪୨ ନୂଆ କରୋନା ଆକ୍ରାନ୍ତ‌ ଚିହ୍ନଟ ହୋଇଛନ୍ତି। ଖୋର୍ଦ୍ଧାରୁ ସର୍ବାଧିକ ୬୫୨ ଆକ୍ରାନ୍ତ ଚିହ୍ନଟ ହୋଇଥିବାବେଳେ କଟକରୁ ୫୯୫ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। Corona Updates In Odisha: ଚିହ୍ନଟ ନୂଆ ୪,୨୪୨ ଆକ୍ରାନ୍ତଙ୍କ ମଧ୍ୟରୁ ୨,୫୦୩ ଜଣ କ୍ୱାରେଣ୍ଟିନ୍‌ରେ ରହିଥିଲେ। ସେହିପରି ଲୋକାଲ୍ କଣ୍ଟାକ୍ଟସ୍‌ ୧,୭୩୯ ରହିଛି। ରାଜ୍ୟ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି। ଚିହ୍ନଟ ନୂଆ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ୍‌ ଆକ୍ରାନ୍ତଙ୍କ […]

  • Saturday, 03 July 2021
କଟକର ଏକ କୋଭିଡ୍ ହସ୍ପିଟାଲରେ ଅଗ୍ନିକାଣ୍ଡ

କଟକ: କଟକ ଜଗତପୁର ସ୍ଥିତ ସଦ୍‌ଗୁରୁ କୋଭିଡ୍ ହସ୍ପିଟାଲରେ ଅଗ୍ନିକାଣ୍ଡ ଘଟିଛି। ଆଜି ଅପରାହ୍ଣରେ ହସ୍ପିଟାଲ୍‌ର ଗ୍ରାଉଣ୍ଡ୍‌ଫ୍ଲୋର୍‌ ICUରେ ନିଆଁ ଲାଗି ଯାଇଥିବା ଜଣାପଡ଼ିଛି। ଖବରପାଇ ଘଟଣାସ୍ଥଳରେ ଅଗ୍ନିଶମ ବାହିନୀ ପହଞ୍ଚି ନିଆଁକୁ ଆୟତ୍ତ କରିଥିବା ଜଣାପଡ଼ିଛି। ଜିଲ୍ଲାପାଳ, ସିଏମ୍‌ସି କମିଶନର ଓ କଟକ ଡିସିପି ମଧ୍ୟ ଘଟଣାସ୍ଥଳରେ ପହଞ୍ଚିଛନ୍ତି। ହସ୍ପିଟାଲ୍‌ରେ ଥିବା ରୋଗୀଙ୍କୁ ଅନ୍ୟତ୍ର ସ୍ଥାନାନ୍ତର ପାଇଁ ପ୍ରକ୍ରିୟା ଆରମ୍ଭ ହୋଇଥିବା ସୂଚନା ମିଳିଛି। ହସ୍ପିଟାଲ୍‌ରେ ନିଆଁ ଲାଗିବା ଘଟଣାକୁ ନେଇ ଚିଫ୍ ଫାୟର ଅଫିସର […]

  • Saturday, 03 July 2021
bonda
'କରୋନା କଣ ଆମେ ଜାଣିନୁ'

ମାଲକାନଗିରି :  କରୋନା କଟକଣା ପ୍ରଭାବ ଶୂନ୍ୟ। ଆଦିମ ଜନଜାତି ବଣ୍ଡା ଏହି ମହାମାରି ବିଷୟରେ ନା କଣ ଜାଣିଛନ୍ତି ନା ସଚେତନତା ଅବଲମ୍ବନ କରିଛନ୍ତି। ବଣ୍ଡାଘାଟିରେ ରହିଥିବା ଦୁଇଟି ପଞ୍ଚାୟତ ଅଣ୍ଡ୍ରାହାଲ ଏବଂ ମୁଦୁଲିପଡାରେ ବାସ କରୁଥିବା ୩୨ଟି ଗାଁର ୭ ହଜାର ଲୋକଙ୍କୁ ଆଜି ପଯର୍ୟନ୍ତ କରୋନା ଆକ୍ରାନ୍ତ କରିପାରିନାହିଁ। ଘାଟିରେ ଆଦିମ ଜନଜାତି ଏହି ରୋଗ ସଂପର୍କରେ ଜାଣିନଥିବାରୁ ସେମାନେ ନା ମୁହଁରେ ମାସ୍କ ପିନ୍ଧୁଛନ୍ତି ନା ସାମାଜିକ ଦୂରତାକୁ ରକ୍ଷା କରୁଛନ୍ତି। […]

  • Saturday, 03 July 2021
suresh
'ଓଡ଼ିଶାର ସ୍ଵାସ୍ଥ୍ୟ ଠିକ୍ ନାହିଁ, ବିଗିଡ଼ିି ଯାଇଛି'

ଭୁବନେଶ୍ଵର:  ଓଡ଼ିଶାରେ କରୋନା  ନେଇ ଲୋକସଭାରେ ସମାଲୋଚନା କଲେ ସାଂସଦ ସୁରେଶ ପୂଜାରୀ। ରବିବାର ଲୋକସଭା ଆଲୋଚନାରେ ଭାଗ ନେଇ ଓଡ଼ିଶାରେ ସ୍ଵାସ୍ଥ୍ୟବସ୍ଥା ନେଇ ଟାର୍ଗେଟ୍ କରିଛନ୍ତି। ଓଡ଼ିଶାର ସ୍ଵାସ୍ଥ୍ୟ ଠିକ୍ ନାହିଁ, ବିଗିଡ଼ିି ଯାଇଛି ବୋଲି କହିଥିଲେ ସୁରେଶ ପୂଜାରୀ। ଓ୍ବାଶିଂଟନ ୟୁନିଭର୍ସିଟିର ତଥ୍ୟ ଅନୁସାରେ ଜାନୁଆରୀ ସୁଦ୍ଧା ଓଡ଼ିଶାରେ ୧୧ ହଜାର ମୃତ୍ୟୁ ଆଶଙ୍କା ରହିଛି।  ଦିଲ୍ଲୀରେ ଯେପରି କେନ୍ଦ୍ର ସରକାର ଦାୟିତ୍ୱ ନେଇ ସ୍ଥିତି ସମ୍ଭାଳଥିଲେ ଓଡ଼ିଶାରେ ସେପରି ହେଉ ବୋଲି ସେ […]

  • Saturday, 03 July 2021
mother
ଶିଶୁଙ୍କୁ କରୋନାରୁ ଆରୋଗ୍ୟ କରାଇବ ମା'କ୍ଷୀର

ଭୁବନେଶ୍ୱର: ସାରା ବିଶ୍ୱରେ କରୋନା ତା’ର କାୟା ବିସ୍ତାର କରିବାରେ ଲାଗିଛି। ବିଶେଷକରି ବୟସ୍କ ଲୋକମାନଙ୍କ ପାଇଁ ଏହି ମହାମାରୀ ବହୁତ ମାରାତ୍ମକ ବୋଲି କୁହାଯାଉଛି। ତେବେ ଛୋଟ ପିଲାମାନଙ୍କ ପାଇଁ କରୋନା ସଂକ୍ରମଣ ମାରାତ୍ମକ କି ନୁହେଁ‍, ସେ ନେଇ ବିଶିଷ୍ଟ ଶିଶୁ ବିଶେଷଜ୍ଞ ଅରବିନ୍ଦ ମହାନ୍ତି ଭଲ ଖବର ଶୁଣାଇଛନ୍ତି। କରୋନା ଆକ୍ରାନ୍ତ ଶିଶୁଙ୍କ ଯତ୍ନ ସଂପର୍କରେ ବିଶେଷଜ୍ଞ ଅରବିନ୍ଦ ମହାନ୍ତି କହିଛନ୍ତି, ‘ଶିଶୁଙ୍କୁ କରୋନା ବେଶୀ ସଂକ୍ରମଣ ହେବନି। କାରଣ ସେମାନଙ୍କ ଶରୀରରେ […]

  • Saturday, 03 July 2021
bmc
ଆଜି ଭୁବନେଶ୍ୱରରୁ ୩୦୬ କରୋନା ପଜିଟିଭ୍ ଚିହ୍ନଟ

ଭୁବନେଶ୍ୱର: ରାଜଧାନୀ ଭୁବନେଶ୍ୱରରେ କରୋନା ସଂକ୍ରମଣ ଧୀରେ ଧୀରେ କମିବାରେ ଲାଗିଛି। ଆଜି ଭୁବନେଶ୍ୱରରୁ ୩୦୬ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ସେଥିରୁ ୧୨୩ କ୍ୱାରେଣ୍ଟିନ୍‌ରେ ଥିବା ବେଳେ ୧୮୩ ଲୋକାଲ୍‌ କେସ ରହିଛନ୍ତି। ଏହାଛଡ଼ା ଆଜି ୫୦୬ ଜଣ କରୋନାରୁ ଆରୋଗ୍ୟ ହୋଇ ଘରକୁ ଫେରିଛନ୍ତି। ଏ ନେଇ ଭୁବନେଶ୍ୱର ମହାନଗର ନିଗମ(ବିଏମ୍‌ସି) ଟ୍ୱିଟ୍‌ କରି ସୂଚନା ଦେଇଛି। Update on newly detected #COVID19 cases in the last 24 hrs under […]

  • Saturday, 03 July 2021
corona
୨୪ ଘଣ୍ଟାରେ ସୁସ୍ଥ ହେଲେ ୩୭୦୪

ଭୁବନେଶ୍ୱର: ଆଜି ରାଜ୍ୟରେ ଆରୋଗ୍ୟ ହୋଇଛନ୍ତି ୩୭୦୪ କରୋନା ଆକ୍ରାନ୍ତ। ଏମାନଙ୍କୁ ମିଶାଇ ଆଜି ସୁଦ୍ଧା ୧୪୯୩୭୯ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଟ୍ୱିଟ୍‌ କରି ସୂଚନା ଦେଇଛି। 23 from Deogarh22 from Anugul22 from Gajapati11 from Nuapada188 from State Pool The total recovered cases of Odisha now stand at 149379 — H & FW […]

  • Saturday, 03 July 2021
covid19
୫୫ଲକ୍ଷ ଟପିଲା କରୋନା ଆକ୍ରାନ୍ତଙ୍କ ସଂଖ୍ୟା

ନୂଆଦିଲ୍ଲୀ: ସାରା ଦେଶରେ କରୋନା ମାମଲା ଲଗାତର ବଢ଼ିବାରେ ଲାଗିଛି। ଗତ ୨୪ ଘଣ୍ଟାରେ ଦେଶରେ ୭୫,୦୮୩ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଯାହାକି ଗତ କିଛି ଦିନ ଭିତରେ ଏହା ସର୍ବନିମ୍ନ। ଏହାକୁ ମିଶାଇ ଦେଶରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୫୫ଲକ୍ଷ ଟପିଛି। ଭାରତରେ ଏବେ ପଜିଟିଭ୍ ସଂଖ୍ୟା ୫୫,୬୨,୬୬୪ରେ ପହଞ୍ଚିଛି। ଏ ନେଇ କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳୟ ପକ୍ଷରୁ ସୂଚନା ଦିଆଯାଇଛି। ସ୍ୱାସ୍ଥ୍ୟ ମନ୍ତ୍ରାଳୟ ରିପୋର୍ଟ ଅନୁଯାୟୀ, ଗତ ୨୪ ଘଣ୍ଟାରେ ଦେଶରେ ୧୦୫୩ […]

  • Saturday, 03 July 2021
corona updates in odisha
Coronavirus Odisha News: ୪ ହଜାରରୁ ଅଧିକ ପଜିଟିଭ୍ ଚିହ୍ନଟ

ଭୁବନେଶ୍ୱର: ଓଡ଼ିଶାରେ ପୁଣି ୨୪ ଘଣ୍ଟା ଭିତରେ ୪ହଜାରରୁ ଅଧିକ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ରାଜ୍ୟରେ ଦିନକରେ ୪୧୮୯ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ କ୍ୱାରେଣ୍ଟିନରୁ ୨୪୫୩ ଏବଂ ଲୋକାଲ୍ କେସ୍ ୧୭୩୬ ରହିଛି। ଏହାକୁ ମିଶାଇ ରାଜ୍ୟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୮୮୩୧୧ରେ ପହଞ୍ଚିଛି। ସେଥିରୁ ୧୪୯୩୭୯ ସୁସ୍ଥ ହୋଇଥିବା ବେଳେ ୩୮୧୫୮ ଆକ୍ଟିଭ୍ ମାମଲା ରହିଛି। 22. Mayurbhanj: 17423. Nawarangpur: 7524. Nayagarh: 8225. Nuapada: 5826. Puri: 26527. […]

covid
ରାଜ୍ୟରେ ଆଉ ୧୧ ଜୀବନ ନେଲା କରୋନା

ଭୁବନେଶ୍ୱର: ରାଜ୍ୟରେ ଆଜି ୧୧ଜଣଙ୍କର କରୋନାଜନିତ ମୃତ୍ୟୁ ହୋଇଛି। ଏହାକୁ ମିଶାଇ ରାଜ୍ୟରେ ମୋଟ ମୃତ୍ୟୁ ସଂଖ୍ୟା ୭୨୧ରେ ପହଞ୍ଚିଛି। ଏ ନେଇ ସ୍ୱାସ୍ଥ ବିଭାଗ ଟୁଇଟ୍ କରି ସୂଚନା ଦେଇଛି। 9.A 54 year old male of Malkangiri district who was also suffering from Diabetes, hypertension. 10. A 40 year old male of Malkangiri district. 11.A 51 year old male of Puri district. […]

  • Saturday, 03 July 2021
assembly
ଏଥର କେମିତି ବସିବ ବିଧାନସଭାର ମୌସୁମୀ ଅଧିବେଶନ, ଜାଣନ୍ତୁ

ଭୁବନେଶ୍ଵର: ସମ୍ପୂର୍ଣ୍ଣ ସଂସଦ ଢାଞ୍ଚାରେ ବସିବ ବିଧାନସଭାର ମୌସୁମୀ ଅଧିବେଶନ। କେବଳ ପ୍ରଶ୍ନ କାଳକୁ ଛାଡିଲେ ନିୟମ ଅନୁଯାୟୀ ଶୂନ୍ୟକାଳ, ମୁଲତବୀ ପ୍ରସ୍ତାବ, ମୋସନ, କଲିଂ ଆଟେନସନ ଆଦି ସବୁ ରହିବ।  ବସିବା ପାଇଁ ବିଧାୟକମାନେ ୪ ଫୁଟ ଦୂରତା ବଜାୟ ରଖିବେ। ଦର୍ଶକ ଗ୍ୟାଲେରିରେ ମଧ୍ୟ ବସିବେ ବିଧାୟକ। ଏଥିଲାଗି ୧୪୫ଟି ସିଟ୍ ପ୍ରସ୍ତୁତ ରଖାଯାଇଛି। ସଂସଦ ଭଳି ବିଧାୟକ ସିଟ୍ ସମ୍ମୁଖରେ ପ୍ଲାଷ୍ଟିକ୍ ସିଲ୍ଡ ଲଗାଯାଇଛି।  ଯେଉଁ ବରିଷ୍ଠ ବିଧାୟକ ଆସିପାରିବେନି ସେମାନେ ଆଗରୁ […]

  • Saturday, 03 July 2021
bihar
୨୮ରୁ ଏହି ରାଜ୍ୟରେ ଖୋଲିବ ସ୍କୁଲ

ପଟନା: କରୋନା ମହାମାରୀ ଭିତରେ କିଛି ରାଜ୍ୟରେ ୨୧ ତାରିଖ ଠାରୁ ସ୍କୁଲ୍ ଖୋଲିବା ଆରମ୍ଭ ହୋଇଛି। ଏବେ ବିହାରରେ ସେପ୍ଟେମ୍ବର ୨୮ ତାରିଖରୁ ସ୍କୁଲ୍ ଖୋଲିବାକୁ ଯାଉଛି। ତେବେ ରାଜ୍ୟର କଣ୍ଟେନମେଣ୍ଟ ଜୋନରେ ସ୍କୁଲ ବନ୍ଦ ରହିବ। ଶିକ୍ଷା ବିଭାଗ ଅନୁଯାୟୀ, ଜଣେ ପିଲା ସପ୍ତାହକୁ ଦୁଇଦିନ ହିଁ ସ୍କୁଲ୍ ଯିବ। ଅନ୍ୟପକ୍ଷରେ ଗୋଟିଏ ଦିନରେ ୫୦ ପ୍ରତିଶତ ଶିକ୍ଷକ ସ୍କୁଲ୍ ଆସିବେ। ଅବିଭାବକ ନିଜ ପିଲାମାନଙ୍କୁ ଯଦି ସ୍କୁଲ ପଠାଇବାକୁ ଚାହୁଁନଥିବେ, ତାହେଲେ ସେମାନଙ୍କ […]

  • Saturday, 03 July 2021
bmc
ଭୁବନେଶ୍ୱରରେ କମୁଛି ଆକ୍ରାନ୍ତଙ୍କ ସଂଖ୍ୟା, ଆଜି ୩୪୫ ପଜିଟିଭ୍ ଚିହ୍ନଟ

ଭୁବନେଶ୍ୱର: ଗତ କିଛି ଦିନ ହେବ ରାଜଧାନୀ ଭୁବନେଶ୍ୱରରେ କରୋନା ମାମଲା ଲଗାତର ହ୍ରାସ ପାଉଛି। ଆଜି ଭୁବନେଶ୍ୱର ମହାନଗରରେ ଆଉ ୩୪୫ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେଥିରେ କ୍ୱାରେଣ୍ଟିନ୍‌ରୁ ୧୦୧ ଓ ଲୋକାଲ କେସ୍‌ ୨୪୪ ରହିଛି। ସେହିପରି ଆଜି ୪୧୨ ଜଣ କରୋନାରୁ ଆରୋଗ୍ୟ ହୋଇ ଘରକୁ ଫେରିଛନ୍ତି। ଏନେଇ ଭୁବନେଶ୍ୱର ମହାନଗର ନିଗମ (ବିଏମ୍‌ସି) ଟ୍ୱିଟ୍‌ କରି ସୂଚନା ଦେଇଛି। Update on newly detected #COVID19 cases in the […]

  • Saturday, 03 July 2021
pregnant lady
କରୋନା ଆକ୍ରାନ୍ତ ଗର୍ଭବତୀ କେମିତି ନେବେ ଯତ୍ନ? ପରାମର୍ଶ ଦେଲେ ବିଶେଷଜ୍ଞ

ଭୁବନେଶ୍ୱର: ରାଜ୍ୟରେ ଦିନକୁ ଦିନ ଭୟଙ୍କର ହେବାରେ ଲାଗିଛି କରୋନା । କରୋନାରେ ଅନେକ ଗର୍ଭବତୀ ଆକ୍ରାନ୍ତ ହେଉଥିବା ନଜରକୁ ଆସୁଛିା ତେବେ କରୋନାରେ ଆକ୍ରାନ୍ତ ହୋଇଥିବା ଗର୍ଭବତୀ କିଭଳି ଯତ୍ନ ନେବେ, ଏନେଇ ବିଭିନ୍ନ ପରାମର୍ଶ ଦେଇଛନ୍ତି ସ୍ତ୍ରୀ ରୋଗ ବିଶେଷଜ୍ଞ ଡାକ୍ତର ଲୁସି ଦାସ। ଡାକ୍ତର ଲୁସି ଦାସ କହିଛନ୍ତି- ଗର୍ଭବତୀ ମହିଳା କରୋନାରେ ଆକ୍ରାନ୍ତ ହେଲେ ହୋମ୍‌ ଆଇସୋଲେସନରେ ରହିପାରିବେ। ସେମାନେ ଘରେ ଅଲଗା ଭାବେ ରହିବେ। କାହାସହ ମିଶିବେ ନାହିଁ। ସେମାନେ […]

  • Saturday, 03 July 2021
cure
ଦିନକରେ ୩୮୩୪ କରୋନା ଆକ୍ରାନ୍ତ ହେଲେ ସୁସ୍ଥ

ଭୁବନେଶ୍ୱର: ରାଜ୍ୟରେ ଦିନକରେ ଆଉ ୩୮୩୪ କରୋନା ଆକ୍ରାନ୍ତ ହେଲେ ସୁସ୍ଥ।  ଏମାନଙ୍କୁ ମିଶାଇ ଆଜି ସୁଦ୍ଧା ୧୫୩୨୧୩ ଜଣ ଆରୋଗ୍ୟ ହୋଇ ଘରକୁ ଫେରିଛନ୍ତି। ଏନେଇ ଟ୍ୱିଟ୍‌ କରିଛି ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ। ଆଜି ଖୋର୍ଦ୍ଧାରୁ ସର୍ବାଧିକ ୫୨୫ ଜଣ ସୁସ୍ଥ ହୋଇଛନ୍ତି। ସେହିପରି କଟକରୁ ୩୮୯, ପୁରୀରୁ ୨୭୪, ଅନୁଗୋଳରୁ ୨୧୦, ବରଗଡ଼ରୁ ୧୯୦, ବାଲେଶ୍ୱରରୁ ୧୮୫, ବଲାଙ୍ଗିରରୁ ୧୮୩, କେନ୍ଦ୍ରାପଡ଼ାରୁ ୧୫୬, କଳାହାଣ୍ଡିରୁ ୧୫୦, ସମ୍ୱଲପୁରରୁ ୧୩୮, ଜଗତସିଂହପୁରରୁ […]

  • Saturday, 03 July 2021
hospital
ରାଜ୍ୟର ସବୁ କୋଭିଡ୍‌ ହସ୍ପିଟାଲରେ ହେଲ୍‌ପ ଡେସ୍କ ବାଧ୍ୟତାମୂଳକ

ଭୁବନେଶ୍ୱର: କରୋନା ରୋଗୀଙ୍କ ସହିତ କଥା ହେବେ ପରିବାର ଲୋକ। ରାଜ୍ୟର ସବୁ ସରକାରୀ ଓ ବେସରକାରୀ କୋଭିଡ୍‌ ହସ୍ପିଟାଲରେ ହେଲ୍‌ପ ଡେସ୍କ ରଖିବା ବାଧ୍ୟତାମୂଳକ କରାଯାଇଛି। ଏନେଇ ନୂଆ ମାର୍ଗଦର୍ଶିକା ଜାରି କରିଛନ୍ତି ରାଜ୍ୟ ସରକାର। ଗାଇଡ୍‌ ଲାଇନ୍‌ ଅନୁସାରେ ସବୁ ହସ୍ପିଟାଲରେ ୨୪ ଘଣ୍ଟିଆ ହେଲ୍‌ପ ଡେସ୍କ ରହିବ। ପ୍ରତି ହେଲ୍‌ପ ଡେସ୍କ ପାଇଁ ଏକ ଟୋଲ୍‌ ଫ୍ରି ନମ୍ବର ରହିବ। ଏହି ଟୋଲଫ୍ରି ନମ୍ବର ରାଜ୍ୟସ୍ତରୀୟ ପ୍ରାଧିକୃତ ଅଫିସର ତଥା ଅତିରିକ୍ତ DMETଙ୍କୁ […]

  • Saturday, 03 July 2021
‘ମୃତକଙ୍କ ହେବନି କୋଭିଡ୍-୧୯‌ ଟେଷ୍ଟ୍‌’

ଭୁବନେଶ୍ୱର: ମୃତ ବ୍ୟକ୍ତିଙ୍କ କରୋନା ପରୀକ୍ଷା ନ କରିବା ଲାଗି ସବୁ ହସ୍ପିଟାଲକୁ ନିର୍ଦ୍ଦେଶ ଦେଇଛନ୍ତି ରାଜ୍ୟ ସରକାର। ଏହାଦ୍ୱାରା ଅଯଥାରେ ଶବ ହସ୍ତାନ୍ତର ବିଳମ୍ବ ହେବା ସହ ମୃତକଙ୍କ ପରିବାରବର୍ଗ ଶୋଷଣରୁ ମୁକ୍ତ ହୋଇପାରିବେ। ଏଥିସହ ଯେଉଁ ସରକାରୀ ଓ ବେସରକାରୀ ଡାକ୍ତରଖାନା ଗୁଡିକରେ କରୋନା ସଂକ୍ରମିତଙ୍କ ଚିକିତ୍ସା ଚାଲିଛି ସେଠାରେ ପ୍ରାଣ ହରାଉଥିବା ରୋଗୀଙ୍କ ସମସ୍ତ ତଥ୍ୟ ୪୮ ଘଣ୍ଟା ଭିତରେ ଦାଖଲ କରିବାକୁ ନିର୍ଦ୍ଦେଶ ଦିଆଯାଇଛି। ରୋଗୀଙ୍କ bedhead ଟିକେଟ୍‌, ବିଭିନ୍ନ ନମୁନା ପରୀକ୍ଷା […]

  • Saturday, 03 July 2021
corona test
Coronavirus Odisha News: ଦିନକରେ ୪,୨୩୭ କରୋନା ଆକ୍ରାନ୍ତ‌ ଚିହ୍ନଟ

ଭୁବନେଶ୍ୱର: ଦିନକରେ ଓଡ଼ିଶାରେ ୪,୨୩୭ ନୂଆ କରୋନା ଆକ୍ରାନ୍ତ‌ ଚିହ୍ନଟ ହୋଇଛନ୍ତି। ଖୋର୍ଦ୍ଧାରୁ ସର୍ବାଧିକ ୬୪୭ ଆକ୍ରାନ୍ତ ଚିହ୍ନଟ ହୋଇଥିବାବେଳେ କଟକରୁ ୫୭୭ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। Corona Updates In Odisha: ଚିହ୍ନଟ ନୂଆ ୪,୨୩୭ ଆକ୍ରାନ୍ତଙ୍କ ମଧ୍ୟରୁ ୨,୪୮୫ ଜଣ କ୍ୱାରେଣ୍ଟିନ୍‌ରେ ରହିଥିଲେ। ସେହିପରି ଲୋକାଲ୍ କଣ୍ଟାକ୍ଟସ୍‌ ୧,୭୫୨ ରହିଛି। ରାଜ୍ୟ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି। ଚିହ୍ନଟ ନୂଆ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ୍‌ ଆକ୍ରାନ୍ତଙ୍କ […]

୨୪ ଘଣ୍ଟାରେ ଓଡ଼ିଶାରେ ଆଖି ବୁଜିଲେ ୧୫ କରୋନା ରୋଗୀ

ଭୁବନେଶ୍ୱର: ରାଜ୍ୟରେ ଗତ ୨୪ ଘଣ୍ଟାରେ ଆଉ ୧୫ କରୋନା ରୋଗୀ ଆଖି ବୁଜିଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ ମୃତ୍ୟୁ ସଂଖ୍ୟା ୭୩୬ ହୋଇଛି। ଏ ନେଇ ରାଜ୍ୟ  ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଭୁବନେଶ୍ୱରରୁ ୪, ମୟୂରଭଞ୍ଜ ଓ ପୁରୀରୁ ୨ଜଣ ଲେଖାଏ, ବାଲେଶ୍ୱର, କଟକ, ଢେଙ୍କାନାଳ, କନ୍ଧମାଳ, ମାଲକାନଗିରି, ନୟାଗଡ଼ ଓ ନୂଆପଡ଼ାରୁ ଜଣେ ଲେଖାଏ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି। ପଢ଼ନ୍ତୁ: ଦିନକରେ ଓଡ଼ିଶାରେ ୪,୨୩୭ କରୋନା […]

bmc
ଆଜି ଭୁବନେଶ୍ୱରରୁ ଚିହ୍ନଟ ହେଲେ ୩୦୧ କରୋନା ଆକ୍ରାନ୍ତ

ଭୁବନେଶ୍ୱର: ଭୁବନେଶ୍ୱର ଦିନକୁ ଦିନ କରୋନା ସ୍ଥିତିରେ ସୁଧାର ହେବାରେ ଲାଗିଛି। ଆଜି ଭୁବନେଶ୍ୱରରୁ ୩୦୧ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେଥିରେ ୮୩ ଜଣ କ୍ୱାରେଣ୍ଟିନ୍‌ରେ ଥିବା ବେଳେ ୨୧୮ ଲୋକାଲ୍‌ କେସ ଅଛନ୍ତି। ଏହାଛଡ଼ା ଆଜି ଆଉ ୩୯୨ ଜଣ କରୋନାରୁ ଆରୋଗ୍ୟ ହୋଇ ଘରକୁ ଫେରିଛନ୍ତି। ଏନେଇ ଭୁବନେଶ୍ୱର ମହାନଗର ନିଗମ (ବିଏମ୍‌ସି) ଟ୍ୱିଟ୍‌ କରି ସୂଚନା ଦେଇଛି। Update on newly detected #COVID19 cases in the last 24 […]

  • Saturday, 03 July 2021
covid19
ରାଜ୍ୟରେ ସୁସ୍ଥ ହେଲେ ଆଉ ୪୦୫୨ କରୋନା ଆକ୍ରାନ୍ତ

ଭୁବନେଶ୍ୱର: ଦିନକୁ ଦିନ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସୁସ୍ଥ ସଂଖ୍ୟା ବଢ଼ିବାରେ ଲାଗିଛି। ଏହିକ୍ରମରେ ଆଜି ରାଜ୍ୟରେ ଆରୋଗ୍ୟ ହୋଇଛନ୍ତି ଆଉ ୪୦୫୨ କରୋନା ଆକ୍ରାନ୍ତ। ଏହାକୁ ମିଶାଇ ରାଜ୍ୟରେ ଏପର୍ଯ୍ୟନ୍ତ ୧୫୭୨୬୫ ଜଣ ସୁସ୍ଥ ହୋଇଛନ୍ତି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଟ୍ୱିଟ୍‌ କରି ସୂଚନା ଦେଇଛି। 36 from Malkangiri20 from Deogarh17 from Boudh15 from Gajapati217 from State Pool The total recovered cases of […]

  • Saturday, 03 July 2021
corona 1
Coronavirus Updates In Odisha: ୨୪ ଘଣ୍ଟାରେ ୪,୩୪୦ ପଜିଟିଭ୍‌ ଚିହ୍ନଟ, ଖୋର୍ଦ୍ଧାରୁ କେବଳ ୬୫୩

ଭୁବନେଶ୍ୱର: ଦିନକରେ ଓଡ଼ିଶାରେ ୪,୩୪୦ ନୂଆ କରୋନା ଆକ୍ରାନ୍ତ‌ ଚିହ୍ନଟ ହୋଇଛନ୍ତି। ଖୋର୍ଦ୍ଧାରୁ ସର୍ବାଧିକ ୬୫୩ ଆକ୍ରାନ୍ତ ଚିହ୍ନଟ ହୋଇଥିବାବେଳେ କଟକରୁ ୫୬୭ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। Corona Updates In Odisha: ଚିହ୍ନଟ ନୂଆ ୪,୩୪୦ ଆକ୍ରାନ୍ତଙ୍କ ମଧ୍ୟରୁ ୨,୫୧୭ ଜଣ କ୍ୱାରେଣ୍ଟିନ୍‌ରେ ରହିଥିଲେ। ସେହିପରି ଲୋକାଲ୍ କଣ୍ଟାକ୍ଟସ୍‌ ୧,୮୨୩ ରହିଛି। ରାଜ୍ୟ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି। ଚିହ୍ନଟ ନୂଆ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ୍‌ ଆକ୍ରାନ୍ତଙ୍କ […]

  • Saturday, 03 July 2021
ଓଡ଼ିଶାରେ କରୋନା ସ୍ଥିତି: ଦିନକରେ ୧୬ ଆକ୍ରାନ୍ତଙ୍କ ମୃତ୍ୟୁ

ଭୁବନେଶ୍ୱର: ରାଜ୍ୟରେ ଗତ ୨୪ ଘଣ୍ଟାରେ ଆଉ ୧୬ କରୋନା ରୋଗୀ ଆଖି ବୁଜିଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ ମୃତ୍ୟୁ ସଂଖ୍ୟା ୭୫୨ ହୋଇଛି। ଏ ନେଇ ରାଜ୍ୟ  ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ପଢ଼ନ୍ତୁ: ୨୪ ଘଣ୍ଟାରେ ଓଡ଼ିଶାରେ ୪,୩୪୦ ପଜିଟିଭ୍‌ ଚିହ୍ନଟ, ଖୋର୍ଦ୍ଧାରୁ କେବଳ ୬୫୩  

  • Saturday, 03 July 2021