ଭୁବନେଶ୍ଵର: ଓଡ଼ିଶାରେ କରୋନା ନେଇ ଲୋକସଭାରେ ସମାଲୋଚନା କଲେ ସାଂସଦ ସୁରେଶ ପୂଜାରୀ। ରବିବାର ଲୋକସଭା ଆଲୋଚନାରେ ଭାଗ ନେଇ ଓଡ଼ିଶାରେ ସ୍ଵାସ୍ଥ୍ୟବସ୍ଥା ନେଇ ଟାର୍ଗେଟ୍ କରିଛନ୍ତି। ଓଡ଼ିଶାର ସ୍ଵାସ୍ଥ୍ୟ ଠିକ୍ ନାହିଁ, ବିଗିଡ଼ିି ଯାଇଛି ବୋଲି କହିଥିଲେ ସୁରେଶ ପୂଜାରୀ। ଓ୍ବାଶିଂଟନ ୟୁନିଭର୍ସିଟିର ତଥ୍ୟ ଅନୁସାରେ ଜାନୁଆରୀ ସୁଦ୍ଧା ଓଡ଼ିଶାରେ ୧୧ ହଜାର ମୃତ୍ୟୁ ଆଶଙ୍କା ରହିଛି। ଦିଲ୍ଲୀରେ ଯେପରି କେନ୍ଦ୍ର ସରକାର ଦାୟିତ୍ୱ ନେଇ ସ୍ଥିତି ସମ୍ଭାଳଥିଲେ ଓଡ଼ିଶାରେ ସେପରି ହେଉ ବୋଲି ସେ […]
ଭୁବନେଶ୍ୱର: ସାରା ବିଶ୍ୱରେ କରୋନା ତା’ର କାୟା ବିସ୍ତାର କରିବାରେ ଲାଗିଛି। ବିଶେଷକରି ବୟସ୍କ ଲୋକମାନଙ୍କ ପାଇଁ ଏହି ମହାମାରୀ ବହୁତ ମାରାତ୍ମକ ବୋଲି କୁହାଯାଉଛି। ତେବେ ଛୋଟ ପିଲାମାନଙ୍କ ପାଇଁ କରୋନା ସଂକ୍ରମଣ ମାରାତ୍ମକ କି ନୁହେଁ, ସେ ନେଇ ବିଶିଷ୍ଟ ଶିଶୁ ବିଶେଷଜ୍ଞ ଅରବିନ୍ଦ ମହାନ୍ତି ଭଲ ଖବର ଶୁଣାଇଛନ୍ତି। କରୋନା ଆକ୍ରାନ୍ତ ଶିଶୁଙ୍କ ଯତ୍ନ ସଂପର୍କରେ ବିଶେଷଜ୍ଞ ଅରବିନ୍ଦ ମହାନ୍ତି କହିଛନ୍ତି, ‘ଶିଶୁଙ୍କୁ କରୋନା ବେଶୀ ସଂକ୍ରମଣ ହେବନି। କାରଣ ସେମାନଙ୍କ ଶରୀରରେ […]
ଭୁବନେଶ୍ୱର: ରାଜଧାନୀ ଭୁବନେଶ୍ୱରରେ କରୋନା ସଂକ୍ରମଣ ଧୀରେ ଧୀରେ କମିବାରେ ଲାଗିଛି। ଆଜି ଭୁବନେଶ୍ୱରରୁ ୩୦୬ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ସେଥିରୁ ୧୨୩ କ୍ୱାରେଣ୍ଟିନ୍ରେ ଥିବା ବେଳେ ୧୮୩ ଲୋକାଲ୍ କେସ ରହିଛନ୍ତି। ଏହାଛଡ଼ା ଆଜି ୫୦୬ ଜଣ କରୋନାରୁ ଆରୋଗ୍ୟ ହୋଇ ଘରକୁ ଫେରିଛନ୍ତି। ଏ ନେଇ ଭୁବନେଶ୍ୱର ମହାନଗର ନିଗମ(ବିଏମ୍ସି) ଟ୍ୱିଟ୍ କରି ସୂଚନା ଦେଇଛି। Update on newly detected #COVID19 cases in the last 24 hrs under […]
ଭୁବନେଶ୍ୱର: ଆଜି ରାଜ୍ୟରେ ଆରୋଗ୍ୟ ହୋଇଛନ୍ତି ୩୭୦୪ କରୋନା ଆକ୍ରାନ୍ତ। ଏମାନଙ୍କୁ ମିଶାଇ ଆଜି ସୁଦ୍ଧା ୧୪୯୩୭୯ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଟ୍ୱିଟ୍ କରି ସୂଚନା ଦେଇଛି। 23 from Deogarh22 from Anugul22 from Gajapati11 from Nuapada188 from State Pool The total recovered cases of Odisha now stand at 149379 — H & FW […]
ନୂଆଦିଲ୍ଲୀ: ସାରା ଦେଶରେ କରୋନା ମାମଲା ଲଗାତର ବଢ଼ିବାରେ ଲାଗିଛି। ଗତ ୨୪ ଘଣ୍ଟାରେ ଦେଶରେ ୭୫,୦୮୩ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଯାହାକି ଗତ କିଛି ଦିନ ଭିତରେ ଏହା ସର୍ବନିମ୍ନ। ଏହାକୁ ମିଶାଇ ଦେଶରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୫୫ଲକ୍ଷ ଟପିଛି। ଭାରତରେ ଏବେ ପଜିଟିଭ୍ ସଂଖ୍ୟା ୫୫,୬୨,୬୬୪ରେ ପହଞ୍ଚିଛି। ଏ ନେଇ କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳୟ ପକ୍ଷରୁ ସୂଚନା ଦିଆଯାଇଛି। ସ୍ୱାସ୍ଥ୍ୟ ମନ୍ତ୍ରାଳୟ ରିପୋର୍ଟ ଅନୁଯାୟୀ, ଗତ ୨୪ ଘଣ୍ଟାରେ ଦେଶରେ ୧୦୫୩ […]
ଭୁବନେଶ୍ୱର: ଓଡ଼ିଶାରେ ପୁଣି ୨୪ ଘଣ୍ଟା ଭିତରେ ୪ହଜାରରୁ ଅଧିକ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ରାଜ୍ୟରେ ଦିନକରେ ୪୧୮୯ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ କ୍ୱାରେଣ୍ଟିନରୁ ୨୪୫୩ ଏବଂ ଲୋକାଲ୍ କେସ୍ ୧୭୩୬ ରହିଛି। ଏହାକୁ ମିଶାଇ ରାଜ୍ୟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୮୮୩୧୧ରେ ପହଞ୍ଚିଛି। ସେଥିରୁ ୧୪୯୩୭୯ ସୁସ୍ଥ ହୋଇଥିବା ବେଳେ ୩୮୧୫୮ ଆକ୍ଟିଭ୍ ମାମଲା ରହିଛି। 22. Mayurbhanj: 17423. Nawarangpur: 7524. Nayagarh: 8225. Nuapada: 5826. Puri: 26527. […]
ଭୁବନେଶ୍ୱର: ରାଜ୍ୟରେ ଆଜି ୧୧ଜଣଙ୍କର କରୋନାଜନିତ ମୃତ୍ୟୁ ହୋଇଛି। ଏହାକୁ ମିଶାଇ ରାଜ୍ୟରେ ମୋଟ ମୃତ୍ୟୁ ସଂଖ୍ୟା ୭୨୧ରେ ପହଞ୍ଚିଛି। ଏ ନେଇ ସ୍ୱାସ୍ଥ ବିଭାଗ ଟୁଇଟ୍ କରି ସୂଚନା ଦେଇଛି। 9.A 54 year old male of Malkangiri district who was also suffering from Diabetes, hypertension. 10. A 40 year old male of Malkangiri district. 11.A 51 year old male of Puri district. […]
ଭୁବନେଶ୍ଵର: ସମ୍ପୂର୍ଣ୍ଣ ସଂସଦ ଢାଞ୍ଚାରେ ବସିବ ବିଧାନସଭାର ମୌସୁମୀ ଅଧିବେଶନ। କେବଳ ପ୍ରଶ୍ନ କାଳକୁ ଛାଡିଲେ ନିୟମ ଅନୁଯାୟୀ ଶୂନ୍ୟକାଳ, ମୁଲତବୀ ପ୍ରସ୍ତାବ, ମୋସନ, କଲିଂ ଆଟେନସନ ଆଦି ସବୁ ରହିବ। ବସିବା ପାଇଁ ବିଧାୟକମାନେ ୪ ଫୁଟ ଦୂରତା ବଜାୟ ରଖିବେ। ଦର୍ଶକ ଗ୍ୟାଲେରିରେ ମଧ୍ୟ ବସିବେ ବିଧାୟକ। ଏଥିଲାଗି ୧୪୫ଟି ସିଟ୍ ପ୍ରସ୍ତୁତ ରଖାଯାଇଛି। ସଂସଦ ଭଳି ବିଧାୟକ ସିଟ୍ ସମ୍ମୁଖରେ ପ୍ଲାଷ୍ଟିକ୍ ସିଲ୍ଡ ଲଗାଯାଇଛି। ଯେଉଁ ବରିଷ୍ଠ ବିଧାୟକ ଆସିପାରିବେନି ସେମାନେ ଆଗରୁ […]
ପଟନା: କରୋନା ମହାମାରୀ ଭିତରେ କିଛି ରାଜ୍ୟରେ ୨୧ ତାରିଖ ଠାରୁ ସ୍କୁଲ୍ ଖୋଲିବା ଆରମ୍ଭ ହୋଇଛି। ଏବେ ବିହାରରେ ସେପ୍ଟେମ୍ବର ୨୮ ତାରିଖରୁ ସ୍କୁଲ୍ ଖୋଲିବାକୁ ଯାଉଛି। ତେବେ ରାଜ୍ୟର କଣ୍ଟେନମେଣ୍ଟ ଜୋନରେ ସ୍କୁଲ ବନ୍ଦ ରହିବ। ଶିକ୍ଷା ବିଭାଗ ଅନୁଯାୟୀ, ଜଣେ ପିଲା ସପ୍ତାହକୁ ଦୁଇଦିନ ହିଁ ସ୍କୁଲ୍ ଯିବ। ଅନ୍ୟପକ୍ଷରେ ଗୋଟିଏ ଦିନରେ ୫୦ ପ୍ରତିଶତ ଶିକ୍ଷକ ସ୍କୁଲ୍ ଆସିବେ। ଅବିଭାବକ ନିଜ ପିଲାମାନଙ୍କୁ ଯଦି ସ୍କୁଲ ପଠାଇବାକୁ ଚାହୁଁନଥିବେ, ତାହେଲେ ସେମାନଙ୍କ […]
ଭୁବନେଶ୍ୱର: ଗତ କିଛି ଦିନ ହେବ ରାଜଧାନୀ ଭୁବନେଶ୍ୱରରେ କରୋନା ମାମଲା ଲଗାତର ହ୍ରାସ ପାଉଛି। ଆଜି ଭୁବନେଶ୍ୱର ମହାନଗରରେ ଆଉ ୩୪୫ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେଥିରେ କ୍ୱାରେଣ୍ଟିନ୍ରୁ ୧୦୧ ଓ ଲୋକାଲ କେସ୍ ୨୪୪ ରହିଛି। ସେହିପରି ଆଜି ୪୧୨ ଜଣ କରୋନାରୁ ଆରୋଗ୍ୟ ହୋଇ ଘରକୁ ଫେରିଛନ୍ତି। ଏନେଇ ଭୁବନେଶ୍ୱର ମହାନଗର ନିଗମ (ବିଏମ୍ସି) ଟ୍ୱିଟ୍ କରି ସୂଚନା ଦେଇଛି। Update on newly detected #COVID19 cases in the […]
ଭୁବନେଶ୍ୱର: ରାଜ୍ୟରେ ଦିନକୁ ଦିନ ଭୟଙ୍କର ହେବାରେ ଲାଗିଛି କରୋନା । କରୋନାରେ ଅନେକ ଗର୍ଭବତୀ ଆକ୍ରାନ୍ତ ହେଉଥିବା ନଜରକୁ ଆସୁଛିା ତେବେ କରୋନାରେ ଆକ୍ରାନ୍ତ ହୋଇଥିବା ଗର୍ଭବତୀ କିଭଳି ଯତ୍ନ ନେବେ, ଏନେଇ ବିଭିନ୍ନ ପରାମର୍ଶ ଦେଇଛନ୍ତି ସ୍ତ୍ରୀ ରୋଗ ବିଶେଷଜ୍ଞ ଡାକ୍ତର ଲୁସି ଦାସ। ଡାକ୍ତର ଲୁସି ଦାସ କହିଛନ୍ତି- ଗର୍ଭବତୀ ମହିଳା କରୋନାରେ ଆକ୍ରାନ୍ତ ହେଲେ ହୋମ୍ ଆଇସୋଲେସନରେ ରହିପାରିବେ। ସେମାନେ ଘରେ ଅଲଗା ଭାବେ ରହିବେ। କାହାସହ ମିଶିବେ ନାହିଁ। ସେମାନେ […]
ଭୁବନେଶ୍ୱର: ରାଜ୍ୟରେ ଦିନକରେ ଆଉ ୩୮୩୪ କରୋନା ଆକ୍ରାନ୍ତ ହେଲେ ସୁସ୍ଥ। ଏମାନଙ୍କୁ ମିଶାଇ ଆଜି ସୁଦ୍ଧା ୧୫୩୨୧୩ ଜଣ ଆରୋଗ୍ୟ ହୋଇ ଘରକୁ ଫେରିଛନ୍ତି। ଏନେଇ ଟ୍ୱିଟ୍ କରିଛି ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ। ଆଜି ଖୋର୍ଦ୍ଧାରୁ ସର୍ବାଧିକ ୫୨୫ ଜଣ ସୁସ୍ଥ ହୋଇଛନ୍ତି। ସେହିପରି କଟକରୁ ୩୮୯, ପୁରୀରୁ ୨୭୪, ଅନୁଗୋଳରୁ ୨୧୦, ବରଗଡ଼ରୁ ୧୯୦, ବାଲେଶ୍ୱରରୁ ୧୮୫, ବଲାଙ୍ଗିରରୁ ୧୮୩, କେନ୍ଦ୍ରାପଡ଼ାରୁ ୧୫୬, କଳାହାଣ୍ଡିରୁ ୧୫୦, ସମ୍ୱଲପୁରରୁ ୧୩୮, ଜଗତସିଂହପୁରରୁ […]
ଭୁବନେଶ୍ୱର: କରୋନା ରୋଗୀଙ୍କ ସହିତ କଥା ହେବେ ପରିବାର ଲୋକ। ରାଜ୍ୟର ସବୁ ସରକାରୀ ଓ ବେସରକାରୀ କୋଭିଡ୍ ହସ୍ପିଟାଲରେ ହେଲ୍ପ ଡେସ୍କ ରଖିବା ବାଧ୍ୟତାମୂଳକ କରାଯାଇଛି। ଏନେଇ ନୂଆ ମାର୍ଗଦର୍ଶିକା ଜାରି କରିଛନ୍ତି ରାଜ୍ୟ ସରକାର। ଗାଇଡ୍ ଲାଇନ୍ ଅନୁସାରେ ସବୁ ହସ୍ପିଟାଲରେ ୨୪ ଘଣ୍ଟିଆ ହେଲ୍ପ ଡେସ୍କ ରହିବ। ପ୍ରତି ହେଲ୍ପ ଡେସ୍କ ପାଇଁ ଏକ ଟୋଲ୍ ଫ୍ରି ନମ୍ବର ରହିବ। ଏହି ଟୋଲଫ୍ରି ନମ୍ବର ରାଜ୍ୟସ୍ତରୀୟ ପ୍ରାଧିକୃତ ଅଫିସର ତଥା ଅତିରିକ୍ତ DMETଙ୍କୁ […]
ଭୁବନେଶ୍ୱର: ମୃତ ବ୍ୟକ୍ତିଙ୍କ କରୋନା ପରୀକ୍ଷା ନ କରିବା ଲାଗି ସବୁ ହସ୍ପିଟାଲକୁ ନିର୍ଦ୍ଦେଶ ଦେଇଛନ୍ତି ରାଜ୍ୟ ସରକାର। ଏହାଦ୍ୱାରା ଅଯଥାରେ ଶବ ହସ୍ତାନ୍ତର ବିଳମ୍ବ ହେବା ସହ ମୃତକଙ୍କ ପରିବାରବର୍ଗ ଶୋଷଣରୁ ମୁକ୍ତ ହୋଇପାରିବେ। ଏଥିସହ ଯେଉଁ ସରକାରୀ ଓ ବେସରକାରୀ ଡାକ୍ତରଖାନା ଗୁଡିକରେ କରୋନା ସଂକ୍ରମିତଙ୍କ ଚିକିତ୍ସା ଚାଲିଛି ସେଠାରେ ପ୍ରାଣ ହରାଉଥିବା ରୋଗୀଙ୍କ ସମସ୍ତ ତଥ୍ୟ ୪୮ ଘଣ୍ଟା ଭିତରେ ଦାଖଲ କରିବାକୁ ନିର୍ଦ୍ଦେଶ ଦିଆଯାଇଛି। ରୋଗୀଙ୍କ bedhead ଟିକେଟ୍, ବିଭିନ୍ନ ନମୁନା ପରୀକ୍ଷା […]
ଭୁବନେଶ୍ୱର: ଦିନକରେ ଓଡ଼ିଶାରେ ୪,୨୩୭ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଖୋର୍ଦ୍ଧାରୁ ସର୍ବାଧିକ ୬୪୭ ଆକ୍ରାନ୍ତ ଚିହ୍ନଟ ହୋଇଥିବାବେଳେ କଟକରୁ ୫୭୭ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। Corona Updates In Odisha: ଚିହ୍ନଟ ନୂଆ ୪,୨୩୭ ଆକ୍ରାନ୍ତଙ୍କ ମଧ୍ୟରୁ ୨,୪୮୫ ଜଣ କ୍ୱାରେଣ୍ଟିନ୍ରେ ରହିଥିଲେ। ସେହିପରି ଲୋକାଲ୍ କଣ୍ଟାକ୍ଟସ୍ ୧,୭୫୨ ରହିଛି। ରାଜ୍ୟ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି। ଚିହ୍ନଟ ନୂଆ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ […]
ଭୁବନେଶ୍ୱର: ରାଜ୍ୟରେ ଗତ ୨୪ ଘଣ୍ଟାରେ ଆଉ ୧୫ କରୋନା ରୋଗୀ ଆଖି ବୁଜିଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ ମୃତ୍ୟୁ ସଂଖ୍ୟା ୭୩୬ ହୋଇଛି। ଏ ନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଭୁବନେଶ୍ୱରରୁ ୪, ମୟୂରଭଞ୍ଜ ଓ ପୁରୀରୁ ୨ଜଣ ଲେଖାଏ, ବାଲେଶ୍ୱର, କଟକ, ଢେଙ୍କାନାଳ, କନ୍ଧମାଳ, ମାଲକାନଗିରି, ନୟାଗଡ଼ ଓ ନୂଆପଡ଼ାରୁ ଜଣେ ଲେଖାଏ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି। ପଢ଼ନ୍ତୁ: ଦିନକରେ ଓଡ଼ିଶାରେ ୪,୨୩୭ କରୋନା […]
ଭୁବନେଶ୍ୱର: ଭୁବନେଶ୍ୱର ଦିନକୁ ଦିନ କରୋନା ସ୍ଥିତିରେ ସୁଧାର ହେବାରେ ଲାଗିଛି। ଆଜି ଭୁବନେଶ୍ୱରରୁ ୩୦୧ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେଥିରେ ୮୩ ଜଣ କ୍ୱାରେଣ୍ଟିନ୍ରେ ଥିବା ବେଳେ ୨୧୮ ଲୋକାଲ୍ କେସ ଅଛନ୍ତି। ଏହାଛଡ଼ା ଆଜି ଆଉ ୩୯୨ ଜଣ କରୋନାରୁ ଆରୋଗ୍ୟ ହୋଇ ଘରକୁ ଫେରିଛନ୍ତି। ଏନେଇ ଭୁବନେଶ୍ୱର ମହାନଗର ନିଗମ (ବିଏମ୍ସି) ଟ୍ୱିଟ୍ କରି ସୂଚନା ଦେଇଛି। Update on newly detected #COVID19 cases in the last 24 […]
ଭୁବନେଶ୍ୱର: ଦିନକୁ ଦିନ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସୁସ୍ଥ ସଂଖ୍ୟା ବଢ଼ିବାରେ ଲାଗିଛି। ଏହିକ୍ରମରେ ଆଜି ରାଜ୍ୟରେ ଆରୋଗ୍ୟ ହୋଇଛନ୍ତି ଆଉ ୪୦୫୨ କରୋନା ଆକ୍ରାନ୍ତ। ଏହାକୁ ମିଶାଇ ରାଜ୍ୟରେ ଏପର୍ଯ୍ୟନ୍ତ ୧୫୭୨୬୫ ଜଣ ସୁସ୍ଥ ହୋଇଛନ୍ତି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଟ୍ୱିଟ୍ କରି ସୂଚନା ଦେଇଛି। 36 from Malkangiri20 from Deogarh17 from Boudh15 from Gajapati217 from State Pool The total recovered cases of […]
ଭୁବନେଶ୍ୱର: ଦିନକରେ ଓଡ଼ିଶାରେ ୪,୩୪୦ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଖୋର୍ଦ୍ଧାରୁ ସର୍ବାଧିକ ୬୫୩ ଆକ୍ରାନ୍ତ ଚିହ୍ନଟ ହୋଇଥିବାବେଳେ କଟକରୁ ୫୬୭ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। Corona Updates In Odisha: ଚିହ୍ନଟ ନୂଆ ୪,୩୪୦ ଆକ୍ରାନ୍ତଙ୍କ ମଧ୍ୟରୁ ୨,୫୧୭ ଜଣ କ୍ୱାରେଣ୍ଟିନ୍ରେ ରହିଥିଲେ। ସେହିପରି ଲୋକାଲ୍ କଣ୍ଟାକ୍ଟସ୍ ୧,୮୨୩ ରହିଛି। ରାଜ୍ୟ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି। ଚିହ୍ନଟ ନୂଆ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ […]
ଭୁବନେଶ୍ୱର: ରାଜ୍ୟରେ ଗତ ୨୪ ଘଣ୍ଟାରେ ଆଉ ୧୬ କରୋନା ରୋଗୀ ଆଖି ବୁଜିଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ ମୃତ୍ୟୁ ସଂଖ୍ୟା ୭୫୨ ହୋଇଛି। ଏ ନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ପଢ଼ନ୍ତୁ: ୨୪ ଘଣ୍ଟାରେ ଓଡ଼ିଶାରେ ୪,୩୪୦ ପଜିଟିଭ୍ ଚିହ୍ନଟ, ଖୋର୍ଦ୍ଧାରୁ କେବଳ ୬୫୩
ଭୁବନେଶ୍ୱର: ଭୁବନେଶ୍ୱର ମହାନଗର ଅଞ୍ଚଳରୁ ଆଜି ଆଉ ୩୪୯ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେଥିରୁ କ୍ୱାରେଣ୍ଟିନ୍ରୁ ୧୨୦ ଓ ଲୋକାଲ କଣ୍ଟାକ୍ଟ କେସ ୨୨୯ ରହିଛି। ଏହାଛଡ଼ା ୩୭୩ ଜଣ ଆରୋଗ୍ୟ ହୋଇ ଘରକୁ ଫେରିଛନ୍ତି।ଏନେଇ ଭୁବନେଶ୍ୱର ମହାନଗର ନିଗମ(ବିଏମ୍ସି) ଟ୍ୱିଟ୍ କରି ସୂଚନା ଦେଇଛି। Update on newly detected #COVID19 cases in the last 24 hrs under the BMC area on 24th Sep 2020(till 9am). Further […]
ଭୁବନେଶ୍ୱର: ଚାରିଆଡ଼େ କରୋନାର ଭୟ। କରୋନାରୁ ରକ୍ଷା ପାଇବା ପାଇଁ ଲୋକେ ମନଇଚ୍ଛା ଔଷଧ ଖାଉଛନ୍ତି। ବିଶେଷକରି ଗ୍ରାମାଞ୍ଚଳରେ ଏହା ଅଧିକ ଦେଖିବାକୁ ମିଳୁଛି। କିନ୍ତୁ ମନଇଚ୍ଛା ଔଷଧ ଖାଇବା ସ୍ୱାସ୍ଥ୍ୟ ପକ୍ଷେ ବିପଜ୍ଜନକ ହୋଇପାରେ। ସେମିତି ନକରି ଡାକ୍ତରଙ୍କ ପରାମର୍ଶରେ ଔଷଧ ଖାଆନ୍ତୁ। ସ୍ୱାସ୍ଥ୍ୟ ବିଭାଗ ବୈଷୟିକ ପରାମର୍ଶଦାତା ଡାକ୍ତର ଜୟନ୍ତ ପଣ୍ଡା ଲୋକମାନଙ୍କୁ ଏହି ସତର୍କବାଣୀ ଶୁଣାଇଛନ୍ତି। ଡାକ୍ତର ପଣ୍ଡା କହିଛନ୍ତି, “କରୋନା ଆକ୍ରାନ୍ତଙ୍କ ପାଇଁ ସ୍ୱତନ୍ତ୍ର ଡାଇଲିସିସ ବ୍ୟବସ୍ଥା କରାଯାଇଛି। ସମସ୍ତ କୋଭିଡ୍ […]
ଭୁବନେଶ୍ୱର: ଆଜି ରାଜ୍ୟରେ କରୋନାରୁ ଆରୋଗ୍ୟ ହୋଇଛନ୍ତି ୩୭୭୯ ଆକ୍ରାନ୍ତ। ଏମାନଙ୍କୁ ମିଶାଇ ଆଜି ସୁଦ୍ଧା ୧୬୧୦୪୪ ଜଣ ଆରୋଗ୍ୟ ହୋଇ ଘରକୁ ଫେରିଛନ୍ତି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଟ୍ୱିଟ୍ କରି ସୂଚନା ଦେଇଛି। 46 from Malkangiri44 from Boudh39 from Anugul7 from Deogarh284 from State Pool The total recovered cases of Odisha now stand at 161044 — H & FW […]
ଝାରସୁଗୁଡ଼ା: ଆଜିଠୁ ୧୫ ଦିନ ଯାଏ ଝାରସୁଗୁଡ଼ା ଜିଲ୍ଲାରେ ରାସ୍ତାକଡ଼ ଫାଷ୍ଟଫୁଡ୍ ଦୋକାନ ବନ୍ଦ ରହିବ। ଜିଲ୍ଲାରେ କରୋନା ସଂକ୍ରମଣ ରୋକିବା ଲାଗି ଜିଲ୍ଲାପାଳ ଏହି ନିର୍ଦ୍ଦେଶ ଦେଇଛନ୍ତି। ଏହି ନିଷ୍ପତ୍ତି ଦ୍ୱାରା କ୍ଷତିଗ୍ରସ୍ତ ହେବାକୁ ଥିବା ବେପାରୀଙ୍କୁ ୨,୫୦୦ ଟଙ୍କା ଦେବାକୁ ଜିଲ୍ଲା ପ୍ରଶାସନ ନିଷ୍ପତ୍ତି ନେଇଛି। ତେବେ ଯିଏ ଏହି ନିର୍ଦ୍ଦେଶ ପାଳନର ଖିଲାପ କରିବେ ତାଙ୍କ ବିରୋଧରେ ଜରିମାନା ସହ ଦୃଷ୍ଟାନ୍ତମୂଳକ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ଜିଲ୍ଲାପାଳ ଟ୍ୱିଟ୍ କରି ଜଣାଇଛନ୍ତି। […]
ଭୁବନେଶ୍ୱର: ଦିନକରେ ଓଡ଼ିଶାରେ ୪,୨୦୮ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ନୂଆ ୪,୨୦୮ ଆକ୍ରାନ୍ତଙ୍କ ମଧ୍ୟରୁ ୨,୪୬୨ ଜଣ କ୍ୱାରେଣ୍ଟିନ୍ରେ ରହିଥିଲେ। ସେହିପରି ଲୋକାଲ୍ କଣ୍ଟାକ୍ଟସ୍ ୧,୭୪୬ ରହିଛି। ରାଜ୍ୟ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି। ଖୋର୍ଦ୍ଧାରୁ ସର୍ବାଧିକ ୭୨୫ ଆକ୍ରାନ୍ତ ଚିହ୍ନଟ ହୋଇଥିବାବେଳେ କଟକରୁ ୪୬୫ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ନୂଆ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୨,୦୧,୦୯୬ରେ ପହଞ୍ଚିଛି।