• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

COVID-19 Updates

corona test
୨୪ ଘଣ୍ଟାରେ ଓଡ଼ିଶାରୁ ଚିହ୍ନଟ ହେଲେ ୨,୯୯୫ କରୋନା ପଜିଟିଭ୍‌

ଭୁବନେଶ୍ୱର: ଦିନକରେ ଓଡ଼ିଶାରେ ୨,୯୯୫ ନୂଆ କରୋନା ଆକ୍ରାନ୍ତ‌ ଚିହ୍ନଟ ହୋଇଛନ୍ତି। ଖୋର୍ଦ୍ଧାରୁ ସର୍ବାଧିକ ୫୬୮ ଆକ୍ରାନ୍ତ ଚିହ୍ନଟ ହୋଇଥିବାବେଳେ କଟକରୁ ୧୬୬ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ନୂଆ ୨,୯୯୫ ଆକ୍ରାନ୍ତଙ୍କ ମଧ୍ୟରୁ ୧,୭୩୭ ଜଣ କ୍ୱାରେଣ୍ଟିନ୍‌ରେ ରହିଥିଲେ। ସେହିପରି ଲୋକାଲ୍ କଣ୍ଟାକ୍ଟସ୍‌ ୧,୨୫୮ ରହିଛି। ରାଜ୍ୟ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି। ଚିହ୍ନଟ ନୂଆ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୨,୪୦,୯୯୮ରେ ପହଞ୍ଚିଛି।

  • Saturday, 03 July 2021
corona
ଦିନକରେ ଆଖି ବୁଜିଲେ ୧୮ କରୋନା ରୋଗୀ, ୯୫୮ରେ ପହଞ୍ଚିଲା ମୃତ୍ୟୁ ସଂଖ୍ୟା

ଭୁବନେଶ୍ୱର: ରାଜ୍ୟରେ ଗତ ୨୪ ଘଣ୍ଟାରେ ଆଉ ୧୮  କରୋନା ରୋଗୀ ଆଖି ବୁଜିଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ ମୃତ୍ୟୁ ସଂଖ୍ୟା ୯୫୮  ହୋଇଛି। ଏ ନେଇ ରାଜ୍ୟ  ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ବାଲେଶ୍ୱରରୁ ସର୍ବଧିକ ୪ ଜଣ କରୋନା ରୋଗୀଙ୍କର ମୃତ୍ୟୁ ଘଟିଛି। ସେହିପରି ପୁରୀରୁ୨, ନୟାଗଡରୁ ୨, ସୁନ୍ଦରଗଡରୁ ୨ ଜଣ ଲେଖାଏ କରୋନା ରୋଗୀଙ୍କ ମୃତ୍ୟୁ ଘଟିଛି। ସୂଚନା ଥାଉ କି,  ରାଜ୍ୟରେ ୨୪ ଘଣ୍ଟାରେ […]

  • Saturday, 03 July 2021
donald trump
ଟ୍ରମ୍ପଙ୍କ ପରେ ହ୍ୱାଇଟ୍‌ ହାଉସରେ ବଢିଲା କରୋନା ସଂକ୍ରମଣ

ୱାଶିଂଟନ:କରୋନା ସଂକ୍ରମଣରୁ ସୁସ୍ଥ ହୋଇ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଫେରିବା ପରେ ଏବେ ହ୍ୱାଇଟ ହାଉସରେ ଅଧିକ ପଜେଟିଭ ଚିହ୍ନଟ ହୋଇଛନ୍ତି। ଗତ ସପ୍ତାହରେ ଟ୍ରମ୍ପ ଓ ପତ୍ନୀ ପଜିଟିଭ ଚିହ୍ନଟ ହୋଇଥିଲେ। ତାଙ୍କ ସଂସ୍ପର୍ଶରେ ଆସିଥିବା ଅଧିକାରୀମାନେ ଏବେ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରେ ବରିଷ୍ଠ ଆଇନ ପରାମର୍ଶଦାତାଙ୍କଠାରୁ ଆରମ୍ଭ କରି ଶୀର୍ଷ ସେନା ଅଧିକାରୀ ଅଛନ୍ତି। ଜଣାଯାଇଛି, ହ୍ୱାଇଟ ହାଉସର ବରିଷ୍ଠ  ପଲିସି ଆଡ୍‌ଭାଇଜର ଷ୍ଟିଫନ ମିଲର ଗତ ୫ […]

  • Saturday, 03 July 2021
plazma
ମୃତ୍ୟୁହାରକୁ ରୋକିପାରୁନି ପ୍ଲାଜ୍‌ମା ଥେରାପି

ନୂଆଦିଲ୍ଲୀ: କରୋନାଜନିତ ମୃତ୍ୟୁରେ ବ୍ରେକ୍ ଲଗାଇପାରୁନି ପ୍ଲାଜମା ଥେରାପି । ମଧ୍ୟମ କିମ୍ବା ଗୁରୁତର ରୋଗୀଙ୍କ ଦେହରେ ଏହି ଥେରାପି କାମ କରୁନି ବୋଲି କହିଛି ICMR । ପ୍ଲାଜମା ଥେରାପି ନେଇ ୪୬୪ ରୋଗୀଙ୍କ ଉପରେ ପରୀକ୍ଷା ନିରୀକ୍ଷା କରାଯାଇଛି । ଦେଶର ୩୯ ହସ୍ପିଟାଲରେ ହୋଇଥିବା ପରୀକ୍ଷାନିରୀକ୍ଷାରେ ୩୫୦ ଜଣ ଡାକ୍ତର ଭାଗ ନେଇଥିଲେ । ତେବେ ଏହା ମଧ୍ୟରୁ ଗୁରୁତର ରୋଗୀଙ୍କ ଦେହରେ ପ୍ଲାଜ୍‌ମା ଥେରାପି କାମ କରୁନି। ଯାହାଫଳରେ ମୃତ୍ୟୁହାର ରୋକାଯାଇ […]

  • Saturday, 03 July 2021
corona
ଭୁବନେଶ୍ୱରରେ ୩୧୪ କରୋନା ପଜିଟିଭ ଚିହ୍ନଟ

ଭୁବନେଶ୍ୱର ମହାନଗର ନିଗମ ଅଞ୍ଚଳରୁ ଦିନକରେ ୩୧୪ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏନେଇ ଟ୍ୱିଟ୍ କରି ସୂଚନା ଦେଇଛି ବିଏମ୍‌ସି। ଚିହ୍ନଟ ହୋଇଥିବା ୩୧୪ ଆକ୍ରାନ୍ତଙ୍କ  ମଧ୍ୟରୁ କ୍ୱାରେଣ୍ଟିନରୁ ୮୪ ଜଣ ଚିହ୍ନଟ ହୋଇଥିବା ବେଳେ ଲୋକାଲ କଣ୍ଟାକ୍ଟ କେସ୍ ୨୩୦ ରହିଛି। ସେହପିର ଓଲ୍‌ଡ ଟାଉନରୁ ୧୫ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୟୁନିଟ ୬-୧୨ ଓ ଶୈଳଶ୍ରୀବିହାରରୁ ୧୧ ଚିହ୍ନଟ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ନେଇ ବିଏମ୍‌ସି ସୂଚନା ଦେଇଛି। […]

  • Saturday, 03 July 2021
corona-cire
ଦିନକରେ ରାଜ୍ୟରେ ୩୪୫୫ କରୋନା ଆକ୍ରାନ୍ତ ସୁସ୍ଥ

ଭୁବନେଶ୍ୱର: ଆଜି ରାଜ୍ୟରେ ଆଉ ୩୪୫୫ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ସେଥିମଧ୍ୟରୁ ଖୋର୍ଦ୍ଧାରୁ ସର୍ବାଧତ୍କ ୫୭୧ ଜଣ ଆକ୍ରାନ୍ତ ସୁସ୍ଥ ହୋଇଥିବା ବେଳେ କଟକ- ୨୯୨, ପୁରୀରୁ ୨୫୪ ସୁସ୍ଥ ହୋଇଛନ୍ତି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଆଜି ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ ଅନୁଗୁଳ- ୧୭୫, ଯାଜପୁର- ୧୬୬, ବରଗଡ଼- ୧୩୩, ମୟୂରଭଞ୍ଜ- ୧୨୬, ବାଲେଶ୍ୱର- ୧୨୦, ସମ୍ବଲପୁର- ୧୧୬, ବଲାଙ୍ଗିର-୧୦୪, କେନ୍ଦୁଝର- ୧୦୧ ଜଣ […]

  • Saturday, 03 July 2021
corona
ପୁଣି ବଢିଲା କରୋନା ଆକ୍ରାନ୍ତଙ୍କ ସଂଖ୍ୟା, ଆଜି ଚିହ୍ନଟ ହେଲେ ୩, ୧୪୪

ଭୁବନେଶ୍ୱର:  ଗତ ୨୪ ଘଣ୍ଟାରେ ରାଜ୍ୟର ୩୦ ଜିଲ୍ଲାରୁ ଚିହ୍ନଟ ହେଲେ ୩, ୧୪୪ କରୋନା ରୋଗୀ। ଏ ନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଏମାନଙ୍କ ମଧ୍ୟରୁ କ୍ୱାରେଣ୍ଟିନ ସେଣ୍ଟରରୁ୧, ୮୨୫ ଓ ଲୋକାଲ କେସ ରହିଛି ୧, ୩୧୯। ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୨, ୪୪,୧୪୨। ଖୋର୍ଦ୍ଧାରୁ ସର୍ବାଧିକ ୫୬୨ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବାବେଳେ କଟକରେ ୨୪୩ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। […]

  • Saturday, 03 July 2021
corona test
୨୪ ଘଣ୍ଟାରେ କରୋନାରେ ଆଖି ବୁଜିଲେ ୧୬ ଆକ୍ରାନ୍ତ

ଭୁବନେଶ୍ୱର: ରାଜ୍ୟରେ ଗତ ୨୪ ଘଣ୍ଟାରେ ଆଉ ୧୬ କରୋନା ରୋଗୀ ଆଖି ବୁଜିଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ ମୃତ୍ୟୁ ସଂଖ୍ୟା ୯୭୪ ହୋଇଛି। ଏ ନେଇ ରାଜ୍ୟ  ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଭୁବନେଶ୍ୱରରୁ ସର୍ବାଧିକ ୪ ଜଣ ରୋଗୀ ଆଖି ବୁଜିଛନ୍ତି। ସେହପରି ବାଲେଶ୍ୱରରୁ ୩, କଳାହାଣ୍ଡିରୁ  ମୟୂରଭଞ୍ଜରୁ  ଓ ନୟାଗଡରୁ ୨ ଜଣ ଲେଖାଏ କରୋନା ରୋଗୀଙ୍କ ମୃତ୍ୟୁ ଘଟିଛି। 2. A 72-year old male […]

  • Saturday, 03 July 2021
ହସ୍ପିଟାଲ୍‌ରେ ଭର୍ତ୍ତି ହେଲେ କଂଗ୍ରେସ ନେତା ମହମ୍ମଦ ମୋକିମ୍‌, କରୋନା ପଜିଟିଭ୍‌ ଚିହ୍ନଟ

କଟକ: ବରିଷ୍ଠ କଂଗ୍ରେସ ନେତା ମହମ୍ମଦ ମୋକିମ୍‌ ମହାମାରୀ କରୋନାରେ ଆକ୍ରାନ୍ତ ହୋଇଛନ୍ତି। କରୋନା ପଜିଟିଭ୍‌ ଚିହ୍ନଟ ହେବାପରେ ସେ ହସ୍ପିଟାଲ୍‌ରେ ଭର୍ତ୍ତି ହୋଇଛନ୍ତି। ଟ୍ୱିଟ୍‌ କରି ସେ ଏହି ସୂଚନା ଦେଇଛନ୍ତି। ଟ୍ୱିଟ୍‌ କରି ମୋକିମ୍‌ କହିଛନ୍ତି, RT PCR ରିପୋର୍ଟ ଅନୁସାରେ ମୁଁ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛି। ଫଳରେ ଡାକ୍ତରଙ୍କ ପରାମର୍ଶ କ୍ରମେ ହସ୍ପିଟାଲ୍‌ରେ ଭର୍ତ୍ତି ହୋଇଛି। ଶୀଘ୍ର ଆରୋଗ୍ୟ ପାଇଁ ଆପଣମାନଙ୍କ ଆଶୀର୍ବାଦ ଚାହୁଁଛି। I have tested #covid19 positive […]

  • Saturday, 03 July 2021
corona
ଭୁବନେଶ୍ୱରରେ ଆଜି ୩୦୯ କରୋନା ପଜିଟିଭ୍‌ ଚିହ୍ନଟ, ୩୧୭ ସୁସ୍ଥ

ଭୁବନେଶ୍ୱର: ଆଜି ଭୁବନେଶ୍ୱର ମହାନଗର ଅଞ୍ଚଳରୁ ୩୦୯ କରୋନା ପଜିଟିଭ ଚିହ୍ନଟ ହୋଇଥିବା ନେଇ ସୂଚନା ଦେଇଛି ବିଏମ୍‌ସି। ସେଥିମଧ୍ୟରୁ କ୍ୱାରେଣ୍ଟିନରୁ ୮୩, ଲୋକାଲ କଣ୍ଟାକ୍ଟ କେସ୍ ୨୨୬ ରହିଥିବା ବିଏମ୍‌ସୁ ଟ୍ୱିଟ୍ କରିଛି। ଆଜି ଚିହ୍ନଟ ହୋଇଥିବା ଆକ୍ରାନ୍ତ ମଧ୍ୟରୁ ନୟାପଲ୍ଲୀ- ୨୧, ଓଲଡ୍ ଟାଉନ ଓ ପଟିଆ ଅଞ୍ଚଳରୁ ୧୦ ଲେଖାଏଁ ଚିହ୍ନଟ ହୋଇଥିବା ବେଳେ ଶୈଳଶ୍ରୀବିହାର ଓ ରସୁଲଗଡ଼ରୁ ୮ ଲେଖାଏଁ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। କଳ୍ପନା ଓ ଭିଏସ୍ଏସ୍ ନଗରରୁ ୭ […]

  • Saturday, 03 July 2021
coronavirus
ଏହି ଜିଲ୍ଲାରୁ ଆଜି ସର୍ବାଧିକ କରୋନା ରୋଗୀ ସୁସ୍ଥ ହେଲେ

ଭୁବନେଶ୍ୱର: ରାଜ୍ୟରେ ଆଜି ଆଉ ୩୩୧୨ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି। ଆଜି ସୁସ୍ଥ ହୋଇଥିବା ରୋଗୀଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧତ୍କ ୬୫୮ଜଣ ସୁସ୍ଥ ହୋଇଥିବା ବେଳେ କଟକ-୨୬୨, ବାଲେଶ୍ୱରରୁ ୧୫୩ ସୁସ୍ଥ ହୋଇଛନ୍ତି। ସେହିପରି ନୂଆପଡ଼ା- ୧୫୧, ଝାରସୁଗୁଡ଼ା- ୧୨୮, ମୟୂରଭଞ୍ଜରୁ ୧୨୧, କେନ୍ଦୁଝର- ୧୧୭, ଅନୁଗୁଳ- ୧୧୨, ବଲାଙ୍ଗିର-୧୦୯, ମାଲକାନଗିରି- ୧୦୩ ଓ ସମ୍ବଲପୁର- ୯୮, କେନ୍ଦ୍ରାପଡ଼ା- […]

  • Saturday, 03 July 2021
କୋଭିଡ୍‌ ହସ୍ପିଟାଲ୍‌ରୁ କରୋନା ରୋଗୀ ନିଖୋଜ

ଅନୁଗୁଳ: କରୋନାରେ ଆକ୍ରାନ୍ତ ହୋଇ ତାଳଚେରର ଏକ କୋଭିଡ୍‌ ହସ୍ପିଟାଲ୍‌ରେ ଚିକିତ୍ସିତ ହେଉଥିବା ଜଣେ ବ୍ୟକ୍ତିଙ୍କର ପତ୍ତା ମିଳୁ ନ ଥିବା ଅଭିଯୋଗ ହୋଇଛି। ନିଖୋଜ ବ୍ୟକ୍ତି ହେଲେ ଅନୁଗୁଳ ଜିଲ୍ଲା ଘଣ୍ଟପଡ଼ାର ମହରଗା ନାଏକ। ସୂଚନା ଅନୁସାରେ, ସେପ୍ଟେମ୍ବର ୩୦ରେ ମହରଗା କରୋନାରେ ଆକ୍ରାନ୍ତ ହୋଇଥିଲେ। ଚିକିତ୍ସା ଲାଗି ତାଙ୍କୁ ତାଳଚେରର ଏକ କୋଭିଡ୍ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ଅକ୍ଟୋବର ୭ରେ ତାଙ୍କୁ ଡିସ୍‌ଚାର୍ଜ କରାଯିବାର ଥିଲା। ତେଣୁ ପରିବାର ଲୋକେ ହସ୍ପିଟାଲ୍‌ରେ ପହଞ୍ଚି ବାହାରେ ତାଙ୍କୁ […]

  • Saturday, 03 July 2021
corona test
Corona Update In Odisha: ଦିନକରେ ଚିହ୍ନଟ ହେଲେ ୨,୬୯୭ କରୋନା ରୋଗୀ

ଭୁବନେଶ୍ୱର: ଗତ ୨୪ ଘଣ୍ଟାରେ ଓଡ଼ିଶାରେ ୨,୬୯୭ କରୋନା ରୋଗୀ ଚିହ୍ନଟ ହୋଇଛନ୍ତି। ଏ ନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ୨,୬୯୭ କରୋନା ଆକ୍ରାନ୍ତଙ୍କ ମଧ୍ୟରୁ କ୍ୱାରେଣ୍ଟିନ ସେଣ୍ଟରରୁ୧,୫୭୬ ଓ ଲୋକାଲ କେସ୍‌ ରହିଛି ୧,୧୨୧। ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୨,୪୬,୮୩୯। ଖୋର୍ଦ୍ଧାରୁ ସର୍ବାଧିକ ୪୮୨ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବାବେଳେ କଟକରେ ୨୩୪ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

  • Saturday, 03 July 2021
corona
ଓଡ଼ିଶାରେ ୨୪ ଘଣ୍ଟାରେ ଆଖିବୁଜିଲେ ୧୭ କରୋନା ଆକ୍ରାନ୍ତ

ଭୁବନେଶ୍ୱର: ଓଡ଼ିଶାରେ ଗତ ୨୪ ଘଣ୍ଟାରେ ଆଉ ୧୭ କରୋନା ରୋଗୀ ଆଖି ବୁଜିଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ ମୃତ୍ୟୁ ସଂଖ୍ୟା ୯୯୧ ହୋଇଛି। ଏ ନେଇ ରାଜ୍ୟ  ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ପଢ଼ନ୍ତୁ: ଦିନକରେ ଓଡ଼ିଶାରେ ଚିହ୍ନଟ ହେଲେ ୨,୬୯୭ କରୋନା ରୋଗୀ

  • Saturday, 03 July 2021
corona-world
Corona Cases In World: ୨୪ ଘଣ୍ଟାରେ ଚିହ୍ନଟ ହେଲେ ୩.୪୮ ଲକ୍ଷ ପଜିଟିଭ

ନୂଆଦିଲ୍ଲୀ: କରୋନା ଭାଇରସର ପ୍ରଭାବ ସାରା ବିଶ୍ୱରେ ଏକ ଚିନ୍ତାଜନକ ସ୍ଥିତିରେ ପହଞ୍ଚିଲାଣି।  ଗତ କିଛି ଦିନ ହେବ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ସାମାନ୍ୟ ହ୍ରାସ ପାଇଥିଲା। ହେଲେ ପୁଣି ଆଜି ଉପର ମୁହାଁ ହୋଇଛି ।  ବିଶ୍ୱର ୨୧୪ ଦେଶରେ ଆତଙ୍କ ଖେଳାଇଥିବା କରୋନା ଭାଇରସରେ ୨୪ ଘଣ୍ଟାରେ ୩.୪୮ ଲକ୍ଷ ପଜିଟିଭ ଚିହ୍ନଟ ହୋଇଛନ୍ତି। ବିଶ୍ୱରେ ୬୪୨୪ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି। ଭାରତ, ଆମେରିକା ପରି ବ୍ରାଜିଲ, ଫ୍ରାନ୍ସ, ଆର୍ଜେଣ୍ଟିନା, ଋଷ ଏବଂ କଲମ୍ବିଆରେ […]

  • Friday, 02 July 2021
shree
'ଭାକ୍ସିନ୍ ନ ବାହାରିବା ପର୍ଯ୍ୟନ୍ତ ମନ୍ଦିର ବନ୍ଦ ରହୁ'

ଭୁବନେଶ୍ୱର: ବର୍ତ୍ତମାନ ପରିସ୍ଥିତିରେ ଶ୍ରୀମନ୍ଦିର ଖୋଲିବା ସପକ୍ଷରେ ନାହାନ୍ତି ସେବାୟତ। ଭର୍ଚୁଆଲ୍ ମିଟିଂ ଜରିଆରେ ବିଭିନ୍ନ ନିଯୋଗ ଓ ସେବାୟତଙ୍କ ସହ ଆଲୋଚନା କରିଛନ୍ତି ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ। ତେବେ ମନ୍ଦିର ଖୋଲିବା ସପକ୍ଷରେ ନାହାନ୍ତି ସେବାୟତମାନେ।  ଭାକ୍ସିନ୍ ନ ବାହାରିବା ପର୍ଯ୍ୟନ୍ତ ମନ୍ଦିର ବନ୍ଦ ରହୁ ବୋଲି ସେବାୟତମାନେ କହିଛନ୍ତି। ଦର୍ଶନ ବ୍ୟବସ୍ଥା ଆରମ୍ଭ ହେଲେ ସଂକ୍ରମଣ ବୃଦ୍ଧି ପାଇବ। ଫଳରେ ଶ୍ରୀଜିଉଙ୍କ ନୀତିକାନ୍ତି ଓ ସେବାପୂଜା ବାଧାପ୍ରାପ୍ତ ହେବ ବୋଲି ସେବାୟତ କହିଛନ୍ତି। ରଥଯାତ୍ରାରେ […]

  • Friday, 02 July 2021
mask
ରାଜ୍ୟରେ ସୁସ୍ଥ ହେଲେ ୩୪୦୪ କରୋନା ଆକ୍ରାନ୍ତ

ଭୁବନେଶ୍ୱର: ରାଜ୍ୟରୁ ଆଉ ୩୪୦୪ କରୋନା ଆକ୍ରାନ୍ତ ସୁସ୍ଥ ହେଲେ। ଏହାକୁ ମିଶାଇ ରାଜ୍ୟରେ ମୋଟ୍ ଆରୋଗ୍ୟଙ୍କ ସଂଖ୍ୟା ୨ ଲକ୍ଷ ୨୦ ହଜାର ୩୮୮କୁ ବୃଦ୍ଧି ହୋଇଛି। ଏନେଇ ଟ୍ୱିଟ୍ ଯୋଗେ ସୂଚନା ଦେଇଛି ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ। କେଉଁ ଜିଲ୍ଲାରୁ କେତେ:- ଖୋର୍ଦ୍ଧାରୁ ସର୍ବାଧିକ ୬୦୨ ଆକ୍ରାନ୍ତ ସୁସ୍ଥ ହେଲେ। କଟକ- ୩୭୪, ପୁରୀ- ୨୮୯, ଷ୍ଟେଟ୍ ପୁଲ୍- ୧୬୪, ବାଲେଶ୍ୱର- ୧୪୮, ମୟୂରଭଞ୍ଜ ଓ ସମ୍ବଲପୁରରୁ ୧୩୦ ଲେଖାଏଁ, […]

  • Friday, 02 July 2021
uma samantaray
ବିଜେଡି ବିଧାୟକ ଉମା ସାମନ୍ତରାୟଙ୍କ ବିରୋଧରେ ମାମଲା ରୁଜୁ

ଭୁବନେଶ୍ୱର: କୋଭିଡ୍ ନିୟମ ଉଲ୍ଲଂଘନ କରିବା ଅଭିଯୋଗରେ ବିଜେଡି ବିଧାୟକ ଉମା ସାମନ୍ତରାୟଙ୍କ ବିରୋଧରେ ମାମଲା ରୁଜୁ ହୋଇଛି। କରୋନା ପଜିଟିଭ୍ ଥାଇ ବିଜେଡି ବିଧାୟକ ପ୍ରଦୀପ ମହାରଥୀଙ୍କ ଅନ୍ତ୍ୟେଷ୍ଟିରେ ଯୋଗଦେଇଥିବା ନେଇ ଉମା ସାମନ୍ତରାୟ ଏବଂ ମନ୍ତ୍ରୀ ସମୀର ଦାସଙ୍କ ବିରୋଧରେ ଜଗନ୍ନାଥ ସେନା ଓ ବିଜେପି ଯୁବ ମୋର୍ଚ୍ଚା ପକ୍ଷରୁ ଅଭିଯୋଗ ହୋଇଥିଲା। ଏହି ଅଭିଯୋଗ ଆଧାରରେ ଗତକାଲି ପୁରୀ ସମୁଦ୍ରକୂଳ ଥାନାରେ ପୋଲିସ୍ ଉମା ସାମନ୍ତରାୟଙ୍କ ବିରୋଧରେ ଏକ ମାମଲା ରୁଜୁ କରିଛି। […]

  • Friday, 02 July 2021
cinbd
ରାଜ୍ୟରେ ହଜାରେ ଟପିଲା କରୋନା ମୃତକଙ୍କ ସଂଖ୍ୟା

ଭୁବନେଶ୍ୱର: ଆଜି ରାଜ୍ୟରେ ୨୪ ଘଣ୍ଟାରେ ୧୫ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି। ଏହାକୁ ମିଶାଇ ରାଜ୍ୟରେ ମୋଟ ମୃତ୍ୟୁ ସଂଖ୍ୟା ହଜାରେ ଟପିଛି। ରାଜ୍ୟରେ ମୃତକଙ୍କ ସଂଖ୍ୟା ୧୦୦୬ ହୋଇଛି। ଏ ନେଇ ରାଜ୍ୟ  ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଆଜି ଭୁବନେଶ୍ୱରରୁ ସର୍ବଧିକ ୩ ଜଣଙ୍କର ମୃତ୍ୟୁ ଘଟିଛି। କଟକ ଓ  ଖୋର୍ଦ୍ଧାରୁ ୨ ଜଣ ଲେଖାଏ କରୋନା ଆକ୍ରାନ୍ତଙ୍କର ମୃତ୍ୟୁ ଘଟିଛି। ବାଲେଶ୍ୱର, ବଲାଙ୍ଗୀର, ଗଞ୍ଜାମ, ଜଗତସିଂହପୁର, ଯାଜପୁର, କେନ୍ଦ୍ରାପଡା, […]

  • Friday, 02 July 2021
corona 2
ଦିନକରେ ଚିହ୍ନଟ ହେଲେ ୨,୮୫୪ କରୋନା ପଜିଟିଭ୍‌, ଖୋର୍ଦ୍ଧାରେ କମିଲା ଆକ୍ରାନ୍ତଙ୍କ ସଂଖ୍ୟା

ଭୁବନେଶ୍ୱର: ଦିନକରେ ଓଡ଼ିଶାରେ ୨,୮୫୪ ନୂଆ କରୋନା ଆକ୍ରାନ୍ତ‌ ଚିହ୍ନଟ ହୋଇଛନ୍ତି। ଖୋର୍ଦ୍ଧାରୁ ସର୍ବାଧିକ ୩୯୩ ଆକ୍ରାନ୍ତ ଚିହ୍ନଟ ହୋଇଥିବାବେଳେ କଟକରୁ ୨୪୪ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ନୂଆ ୨,୮୫୪ ଆକ୍ରାନ୍ତଙ୍କ ମଧ୍ୟରୁ ୧,୬୫୯ଜଣ କ୍ୱାରେଣ୍ଟିନ୍‌ରେ ରହିଥିଲେ। ସେହିପରି ଲୋକାଲ୍ କଣ୍ଟାକ୍ଟସ୍‌ ୧,୧୯୫ ରହିଛି। ରାଜ୍ୟ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି। ଚିହ୍ନଟ ନୂଆ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୨,୪୯,୬୯୩ରେ ପହଞ୍ଚିଛି।

  • Friday, 02 July 2021
୩ ଦିନ ବନ୍ଦ ରହିବ VSSUT

ସମ୍ବଲପୁର: କରୋନା ସଂକ୍ରମଣରୁ ରକ୍ଷା ପାଇବା ପାଇଁ ବୁର୍ଲାର ଭିସୁଟ୍ ପରିସରକୁ ସାନିଟାଇଜ୍ କରାଯିବ। ଏଥିପାଇଁ ୩ ଦିନ ବନ୍ଦ ରହିବ ଭିସୁଟ୍ VSSUT (Veer Surendra Sai University of Technology)। ପୂର୍ବଭଳି ଶନିବାର ଓ ରବିବାର ଭିସୁଟ୍ ବନ୍ଦ ରହିବ। ଏହାବ୍ୟତୀତ ଆସନ୍ତା ୧୨ ତାରିଖ ସୋମବାର ମଧ୍ୟ ବନ୍ଦ ରହିବ ଭିସୁଟ୍। ଭିସୁଟ୍ ପରିସରକୁ ସାନିଟାଇଜ୍ କରାଯିବା ନିମନ୍ତେ ମୋଟ ୩ ଦିନ ପାଇଁ ଭିସୁଟ୍ ବନ୍ଦ ରହିବ ବୋଲି କର୍ତ୍ତୃପକ୍ଷ ଘୋଷଣା କରିଛନ୍ତି। […]

  • Friday, 02 July 2021
mp aparajita sarangi
ସିଲ୍ ହେଲା ସାଂସଦ ଅପରାଜିତା ଷଡ଼ଙ୍ଗୀଙ୍କ ଅଫିସ୍‌

ଭୁବନେଶ୍ୱର: କୋଭିଡ୍‌ ନିୟମ ଉଲ୍ଲଂଘନ ଅଭିଯୋଗରେ ସାଂସଦ ଅପରାଜିତା ଷଡଙ୍ଗୀଙ୍କ ଭୁବନେଶ୍ୱର ସ୍ଥିତ କାର୍ଯ୍ୟାଳୟକୁ BMC ସିଲ୍ କରିଛି। BMCର ଏକ ଟିମ୍‌ ପଳାସପଲ୍ଲୀରେ ଥିବା ସାଂସଦ ଅପରାଜିତାଙ୍କ ଅଫିସ୍‌ରେ ପହଞ୍ଚି ୧୫ ଦିନ ପାଇଁ ଅଫିସ୍‌କୁ ସିଲ୍‌ କରିଛନ୍ତି। ସୂଚନାଥାଉ କି, ଗତ ୮ ତାରିଖ ଦିନ ନିଜ ଜନ୍ମଦିନ ପାଳନ ବେଳେ ସାଂସଦ ଅପରାଜିତା ଷଡ଼ଙ୍ଗୀ କୋଭିଡ୍‌ ନିୟମ ଉଲ୍ଲଂଘନ କରିଥିବା ଅଭିଯୋଗ ହୋଇଥିଲା। ଯେଉଁଥିରେ ସାଂସଦ ନିଜେ କିମ୍ବା ଅନ୍ୟ ମହିଳାମାନେ ମାସ୍କ […]

  • Friday, 02 July 2021
bjd mla
ମୁଁ କରିଥିବା ଭୁଲ୍‌ ପାଇଁ ସମସ୍ତଙ୍କ ପାଖରେ କ୍ଷମା ମାଗୁଛି: ବିଜେଡି ବିଧାୟକ

ଭୁବନେଶ୍ୱର: କୋଭିଡ୍ ନିୟମ ଉଲ୍ଲଂଘନ ମାମଲା ପ୍ରସଙ୍ଗରେ ସତ୍ୟବାଦୀ ବିଜେଡି ବିଧାୟକ ଉମାକାନ୍ତ ସାମନ୍ତରାୟ ଆଜି କ୍ଷମା ମାଗିଛନ୍ତି। କରୋନା ପଜିଟିଭ୍ ଥାଇ ବିଜେଡି ବିଧାୟକ ପ୍ରଦୀପ ମହାରଥୀଙ୍କ ଅନ୍ତ୍ୟେଷ୍ଟିରେ ଯୋଗଦେଇଥିବା ନେଇ ଉମାକାନ୍ତ ସାମନ୍ତରାୟଙ୍କ ବିରୋଧରେ ଅଭିଯୋଗ ହୋଇଥିଲା। ତେବେ ଏହି ଘଟଣାରେ ବିଧାୟକ ଉମାକାନ୍ତ କ୍ଷମା ମାଗି କହିଛନ୍ତି, ‘ପ୍ରଦୀପ ମହାରଥୀଙ୍କ ଅନ୍ତିମ ଯାତ୍ରାରେ ଯୋଗଦେଇ ତାଙ୍କ ମରଶରୀରରେ ପୁଷ୍ପମାଲ୍ୟ ଅର୍ପଣ କରିଥିଲି। ଯେହେତୁ ମୁଁ କରୋନା ପଜିଟିଭ୍‌ ଥିଲି, ସ୍ୱର୍ଗଦ୍ୱାରରେ ପହଞ୍ଚିବା ଏହା […]

  • Friday, 02 July 2021
bhubaneswar
ଭୁବନେଶ୍ୱରରୁ ୩୨୧ କରୋନା ଆକ୍ରାନ୍ତ ଚିହ୍ନଟ, ୩୩୧ ସୁସ୍ଥ

ଭୁବନେଶ୍ୱର: ଭୁବନେଶ୍ୱର ମହାନଗର ନିଗମ ଅଞ୍ଚଳରୁ ୩୨୧ ପଜିଟିଭ ଚିହ୍ନଟ ହୋଇଛନ୍ତି। ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ କ୍ୱାରେଣ୍ଟିନରୁ ୮୩, ଲୋକାଲ କଣ୍ଟାକ୍ଟ କେସ୍ ୨୩୮ ରହିଛି। ସେହିପରି ରାଜଧାନୀରୁ ୩୩୧ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏ ନେଇ ଟ୍ୱିଟ୍ ଯୋଗେ ସୂଚନା ଦେଇଛି ଭୁବନେଶ୍ୱର ମହାନଗର ନିଗମ(ବିଏମ୍‌ସି)। Update on newly detected #COVID19 cases in the last 24 hrs under the BMC area on 10th Oct 2020(till 9am). […]

  • Friday, 02 July 2021
mask
ସୁସ୍ଥ ହେଲେ ଆଉ ୩୮୮୫ କରୋନା ଆକ୍ରାନ୍ତ

ଭୁବନେଶ୍ୱର: ରାଜ୍ୟରେ ସୁସ୍ଥ ହେଲେ ଆଉ ୩୮୮୫ କରୋନା ଆକ୍ରାନ୍ତ। ଏହାକୁ ମିଶାଇ ରାଜ୍ୟରେ ମୋଟ ୨ ଲକ୍ଷ ୨୩ ହଜାର ୨୭୩ ଜଣ ଆକ୍ରାନ୍ତ ସୁସ୍ଥ ହେଲେ। ଏ ନେଇ ଟ୍ୱିଟ୍ ସୂଚନା ଦେଇଛନ୍ତି ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ। କେଉଁ ଜିଲ୍ଲାରୁ କେତେ:- ଖୋର୍ଦ୍ଧାରୁ ସର୍ବାଧତ୍କ ୧୧୪୩, କଟକ-୩୨୫, ପୁରୀରୁ ୧୯୩, ଝାରସୁଗୁଡ଼ା- ୧୫୯, ବାଲେଶ୍ୱର- ୧୩୩, ମୟୂରଭଞ୍ଜରୁ ୧୨୯, ଯାଜପୁର- ୧୨୬, କେନ୍ଦୁଝର- ୧୨୪, କେନ୍ଦ୍ରାପଡ଼ା-୧୨୨, ସୁନ୍ଦରଗଡ଼-୧୨୧, କଳାହାଣ୍ଡି- ୧୧୨, […]

  • Friday, 02 July 2021