ଭୁବନେଶ୍ୱର: ଆଜି ଭୁବନେଶ୍ୱର ମହାନଗର ଅଞ୍ଚଳରୁ ୩୦୯ କରୋନା ପଜିଟିଭ ଚିହ୍ନଟ ହୋଇଥିବା ନେଇ ସୂଚନା ଦେଇଛି ବିଏମ୍ସି। ସେଥିମଧ୍ୟରୁ କ୍ୱାରେଣ୍ଟିନରୁ ୮୩, ଲୋକାଲ କଣ୍ଟାକ୍ଟ କେସ୍ ୨୨୬ ରହିଥିବା ବିଏମ୍ସୁ ଟ୍ୱିଟ୍ କରିଛି। ଆଜି ଚିହ୍ନଟ ହୋଇଥିବା ଆକ୍ରାନ୍ତ ମଧ୍ୟରୁ ନୟାପଲ୍ଲୀ- ୨୧, ଓଲଡ୍ ଟାଉନ ଓ ପଟିଆ ଅଞ୍ଚଳରୁ ୧୦ ଲେଖାଏଁ ଚିହ୍ନଟ ହୋଇଥିବା ବେଳେ ଶୈଳଶ୍ରୀବିହାର ଓ ରସୁଲଗଡ଼ରୁ ୮ ଲେଖାଏଁ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। କଳ୍ପନା ଓ ଭିଏସ୍ଏସ୍ ନଗରରୁ ୭ […]
ଭୁବନେଶ୍ୱର: ରାଜ୍ୟରେ ଆଜି ଆଉ ୩୩୧୨ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି। ଆଜି ସୁସ୍ଥ ହୋଇଥିବା ରୋଗୀଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧତ୍କ ୬୫୮ଜଣ ସୁସ୍ଥ ହୋଇଥିବା ବେଳେ କଟକ-୨୬୨, ବାଲେଶ୍ୱରରୁ ୧୫୩ ସୁସ୍ଥ ହୋଇଛନ୍ତି। ସେହିପରି ନୂଆପଡ଼ା- ୧୫୧, ଝାରସୁଗୁଡ଼ା- ୧୨୮, ମୟୂରଭଞ୍ଜରୁ ୧୨୧, କେନ୍ଦୁଝର- ୧୧୭, ଅନୁଗୁଳ- ୧୧୨, ବଲାଙ୍ଗିର-୧୦୯, ମାଲକାନଗିରି- ୧୦୩ ଓ ସମ୍ବଲପୁର- ୯୮, କେନ୍ଦ୍ରାପଡ଼ା- […]
ଅନୁଗୁଳ: କରୋନାରେ ଆକ୍ରାନ୍ତ ହୋଇ ତାଳଚେରର ଏକ କୋଭିଡ୍ ହସ୍ପିଟାଲ୍ରେ ଚିକିତ୍ସିତ ହେଉଥିବା ଜଣେ ବ୍ୟକ୍ତିଙ୍କର ପତ୍ତା ମିଳୁ ନ ଥିବା ଅଭିଯୋଗ ହୋଇଛି। ନିଖୋଜ ବ୍ୟକ୍ତି ହେଲେ ଅନୁଗୁଳ ଜିଲ୍ଲା ଘଣ୍ଟପଡ଼ାର ମହରଗା ନାଏକ। ସୂଚନା ଅନୁସାରେ, ସେପ୍ଟେମ୍ବର ୩୦ରେ ମହରଗା କରୋନାରେ ଆକ୍ରାନ୍ତ ହୋଇଥିଲେ। ଚିକିତ୍ସା ଲାଗି ତାଙ୍କୁ ତାଳଚେରର ଏକ କୋଭିଡ୍ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ଅକ୍ଟୋବର ୭ରେ ତାଙ୍କୁ ଡିସ୍ଚାର୍ଜ କରାଯିବାର ଥିଲା। ତେଣୁ ପରିବାର ଲୋକେ ହସ୍ପିଟାଲ୍ରେ ପହଞ୍ଚି ବାହାରେ ତାଙ୍କୁ […]
ଭୁବନେଶ୍ୱର: ଗତ ୨୪ ଘଣ୍ଟାରେ ଓଡ଼ିଶାରେ ୨,୬୯୭ କରୋନା ରୋଗୀ ଚିହ୍ନଟ ହୋଇଛନ୍ତି। ଏ ନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ୨,୬୯୭ କରୋନା ଆକ୍ରାନ୍ତଙ୍କ ମଧ୍ୟରୁ କ୍ୱାରେଣ୍ଟିନ ସେଣ୍ଟରରୁ୧,୫୭୬ ଓ ଲୋକାଲ କେସ୍ ରହିଛି ୧,୧୨୧। ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୨,୪୬,୮୩୯। ଖୋର୍ଦ୍ଧାରୁ ସର୍ବାଧିକ ୪୮୨ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବାବେଳେ କଟକରେ ୨୩୪ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।
ଭୁବନେଶ୍ୱର: ଓଡ଼ିଶାରେ ଗତ ୨୪ ଘଣ୍ଟାରେ ଆଉ ୧୭ କରୋନା ରୋଗୀ ଆଖି ବୁଜିଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ ମୃତ୍ୟୁ ସଂଖ୍ୟା ୯୯୧ ହୋଇଛି। ଏ ନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ପଢ଼ନ୍ତୁ: ଦିନକରେ ଓଡ଼ିଶାରେ ଚିହ୍ନଟ ହେଲେ ୨,୬୯୭ କରୋନା ରୋଗୀ
ନୂଆଦିଲ୍ଲୀ: କରୋନା ଭାଇରସର ପ୍ରଭାବ ସାରା ବିଶ୍ୱରେ ଏକ ଚିନ୍ତାଜନକ ସ୍ଥିତିରେ ପହଞ୍ଚିଲାଣି। ଗତ କିଛି ଦିନ ହେବ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ସାମାନ୍ୟ ହ୍ରାସ ପାଇଥିଲା। ହେଲେ ପୁଣି ଆଜି ଉପର ମୁହାଁ ହୋଇଛି । ବିଶ୍ୱର ୨୧୪ ଦେଶରେ ଆତଙ୍କ ଖେଳାଇଥିବା କରୋନା ଭାଇରସରେ ୨୪ ଘଣ୍ଟାରେ ୩.୪୮ ଲକ୍ଷ ପଜିଟିଭ ଚିହ୍ନଟ ହୋଇଛନ୍ତି। ବିଶ୍ୱରେ ୬୪୨୪ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି। ଭାରତ, ଆମେରିକା ପରି ବ୍ରାଜିଲ, ଫ୍ରାନ୍ସ, ଆର୍ଜେଣ୍ଟିନା, ଋଷ ଏବଂ କଲମ୍ବିଆରେ […]
ଭୁବନେଶ୍ୱର: ବର୍ତ୍ତମାନ ପରିସ୍ଥିତିରେ ଶ୍ରୀମନ୍ଦିର ଖୋଲିବା ସପକ୍ଷରେ ନାହାନ୍ତି ସେବାୟତ। ଭର୍ଚୁଆଲ୍ ମିଟିଂ ଜରିଆରେ ବିଭିନ୍ନ ନିଯୋଗ ଓ ସେବାୟତଙ୍କ ସହ ଆଲୋଚନା କରିଛନ୍ତି ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ। ତେବେ ମନ୍ଦିର ଖୋଲିବା ସପକ୍ଷରେ ନାହାନ୍ତି ସେବାୟତମାନେ। ଭାକ୍ସିନ୍ ନ ବାହାରିବା ପର୍ଯ୍ୟନ୍ତ ମନ୍ଦିର ବନ୍ଦ ରହୁ ବୋଲି ସେବାୟତମାନେ କହିଛନ୍ତି। ଦର୍ଶନ ବ୍ୟବସ୍ଥା ଆରମ୍ଭ ହେଲେ ସଂକ୍ରମଣ ବୃଦ୍ଧି ପାଇବ। ଫଳରେ ଶ୍ରୀଜିଉଙ୍କ ନୀତିକାନ୍ତି ଓ ସେବାପୂଜା ବାଧାପ୍ରାପ୍ତ ହେବ ବୋଲି ସେବାୟତ କହିଛନ୍ତି। ରଥଯାତ୍ରାରେ […]
ଭୁବନେଶ୍ୱର: ରାଜ୍ୟରୁ ଆଉ ୩୪୦୪ କରୋନା ଆକ୍ରାନ୍ତ ସୁସ୍ଥ ହେଲେ। ଏହାକୁ ମିଶାଇ ରାଜ୍ୟରେ ମୋଟ୍ ଆରୋଗ୍ୟଙ୍କ ସଂଖ୍ୟା ୨ ଲକ୍ଷ ୨୦ ହଜାର ୩୮୮କୁ ବୃଦ୍ଧି ହୋଇଛି। ଏନେଇ ଟ୍ୱିଟ୍ ଯୋଗେ ସୂଚନା ଦେଇଛି ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ। କେଉଁ ଜିଲ୍ଲାରୁ କେତେ:- ଖୋର୍ଦ୍ଧାରୁ ସର୍ବାଧିକ ୬୦୨ ଆକ୍ରାନ୍ତ ସୁସ୍ଥ ହେଲେ। କଟକ- ୩୭୪, ପୁରୀ- ୨୮୯, ଷ୍ଟେଟ୍ ପୁଲ୍- ୧୬୪, ବାଲେଶ୍ୱର- ୧୪୮, ମୟୂରଭଞ୍ଜ ଓ ସମ୍ବଲପୁରରୁ ୧୩୦ ଲେଖାଏଁ, […]
ଭୁବନେଶ୍ୱର: କୋଭିଡ୍ ନିୟମ ଉଲ୍ଲଂଘନ କରିବା ଅଭିଯୋଗରେ ବିଜେଡି ବିଧାୟକ ଉମା ସାମନ୍ତରାୟଙ୍କ ବିରୋଧରେ ମାମଲା ରୁଜୁ ହୋଇଛି। କରୋନା ପଜିଟିଭ୍ ଥାଇ ବିଜେଡି ବିଧାୟକ ପ୍ରଦୀପ ମହାରଥୀଙ୍କ ଅନ୍ତ୍ୟେଷ୍ଟିରେ ଯୋଗଦେଇଥିବା ନେଇ ଉମା ସାମନ୍ତରାୟ ଏବଂ ମନ୍ତ୍ରୀ ସମୀର ଦାସଙ୍କ ବିରୋଧରେ ଜଗନ୍ନାଥ ସେନା ଓ ବିଜେପି ଯୁବ ମୋର୍ଚ୍ଚା ପକ୍ଷରୁ ଅଭିଯୋଗ ହୋଇଥିଲା। ଏହି ଅଭିଯୋଗ ଆଧାରରେ ଗତକାଲି ପୁରୀ ସମୁଦ୍ରକୂଳ ଥାନାରେ ପୋଲିସ୍ ଉମା ସାମନ୍ତରାୟଙ୍କ ବିରୋଧରେ ଏକ ମାମଲା ରୁଜୁ କରିଛି। […]
ଭୁବନେଶ୍ୱର: ଆଜି ରାଜ୍ୟରେ ୨୪ ଘଣ୍ଟାରେ ୧୫ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି। ଏହାକୁ ମିଶାଇ ରାଜ୍ୟରେ ମୋଟ ମୃତ୍ୟୁ ସଂଖ୍ୟା ହଜାରେ ଟପିଛି। ରାଜ୍ୟରେ ମୃତକଙ୍କ ସଂଖ୍ୟା ୧୦୦୬ ହୋଇଛି। ଏ ନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଆଜି ଭୁବନେଶ୍ୱରରୁ ସର୍ବଧିକ ୩ ଜଣଙ୍କର ମୃତ୍ୟୁ ଘଟିଛି। କଟକ ଓ ଖୋର୍ଦ୍ଧାରୁ ୨ ଜଣ ଲେଖାଏ କରୋନା ଆକ୍ରାନ୍ତଙ୍କର ମୃତ୍ୟୁ ଘଟିଛି। ବାଲେଶ୍ୱର, ବଲାଙ୍ଗୀର, ଗଞ୍ଜାମ, ଜଗତସିଂହପୁର, ଯାଜପୁର, କେନ୍ଦ୍ରାପଡା, […]
ଭୁବନେଶ୍ୱର: ଦିନକରେ ଓଡ଼ିଶାରେ ୨,୮୫୪ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଖୋର୍ଦ୍ଧାରୁ ସର୍ବାଧିକ ୩୯୩ ଆକ୍ରାନ୍ତ ଚିହ୍ନଟ ହୋଇଥିବାବେଳେ କଟକରୁ ୨୪୪ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ନୂଆ ୨,୮୫୪ ଆକ୍ରାନ୍ତଙ୍କ ମଧ୍ୟରୁ ୧,୬୫୯ଜଣ କ୍ୱାରେଣ୍ଟିନ୍ରେ ରହିଥିଲେ। ସେହିପରି ଲୋକାଲ୍ କଣ୍ଟାକ୍ଟସ୍ ୧,୧୯୫ ରହିଛି। ରାଜ୍ୟ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି। ଚିହ୍ନଟ ନୂଆ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୨,୪୯,୬୯୩ରେ ପହଞ୍ଚିଛି।
ସମ୍ବଲପୁର: କରୋନା ସଂକ୍ରମଣରୁ ରକ୍ଷା ପାଇବା ପାଇଁ ବୁର୍ଲାର ଭିସୁଟ୍ ପରିସରକୁ ସାନିଟାଇଜ୍ କରାଯିବ। ଏଥିପାଇଁ ୩ ଦିନ ବନ୍ଦ ରହିବ ଭିସୁଟ୍ VSSUT (Veer Surendra Sai University of Technology)। ପୂର୍ବଭଳି ଶନିବାର ଓ ରବିବାର ଭିସୁଟ୍ ବନ୍ଦ ରହିବ। ଏହାବ୍ୟତୀତ ଆସନ୍ତା ୧୨ ତାରିଖ ସୋମବାର ମଧ୍ୟ ବନ୍ଦ ରହିବ ଭିସୁଟ୍। ଭିସୁଟ୍ ପରିସରକୁ ସାନିଟାଇଜ୍ କରାଯିବା ନିମନ୍ତେ ମୋଟ ୩ ଦିନ ପାଇଁ ଭିସୁଟ୍ ବନ୍ଦ ରହିବ ବୋଲି କର୍ତ୍ତୃପକ୍ଷ ଘୋଷଣା କରିଛନ୍ତି। […]
ଭୁବନେଶ୍ୱର: କୋଭିଡ୍ ନିୟମ ଉଲ୍ଲଂଘନ ଅଭିଯୋଗରେ ସାଂସଦ ଅପରାଜିତା ଷଡଙ୍ଗୀଙ୍କ ଭୁବନେଶ୍ୱର ସ୍ଥିତ କାର୍ଯ୍ୟାଳୟକୁ BMC ସିଲ୍ କରିଛି। BMCର ଏକ ଟିମ୍ ପଳାସପଲ୍ଲୀରେ ଥିବା ସାଂସଦ ଅପରାଜିତାଙ୍କ ଅଫିସ୍ରେ ପହଞ୍ଚି ୧୫ ଦିନ ପାଇଁ ଅଫିସ୍କୁ ସିଲ୍ କରିଛନ୍ତି। ସୂଚନାଥାଉ କି, ଗତ ୮ ତାରିଖ ଦିନ ନିଜ ଜନ୍ମଦିନ ପାଳନ ବେଳେ ସାଂସଦ ଅପରାଜିତା ଷଡ଼ଙ୍ଗୀ କୋଭିଡ୍ ନିୟମ ଉଲ୍ଲଂଘନ କରିଥିବା ଅଭିଯୋଗ ହୋଇଥିଲା। ଯେଉଁଥିରେ ସାଂସଦ ନିଜେ କିମ୍ବା ଅନ୍ୟ ମହିଳାମାନେ ମାସ୍କ […]
ଭୁବନେଶ୍ୱର: କୋଭିଡ୍ ନିୟମ ଉଲ୍ଲଂଘନ ମାମଲା ପ୍ରସଙ୍ଗରେ ସତ୍ୟବାଦୀ ବିଜେଡି ବିଧାୟକ ଉମାକାନ୍ତ ସାମନ୍ତରାୟ ଆଜି କ୍ଷମା ମାଗିଛନ୍ତି। କରୋନା ପଜିଟିଭ୍ ଥାଇ ବିଜେଡି ବିଧାୟକ ପ୍ରଦୀପ ମହାରଥୀଙ୍କ ଅନ୍ତ୍ୟେଷ୍ଟିରେ ଯୋଗଦେଇଥିବା ନେଇ ଉମାକାନ୍ତ ସାମନ୍ତରାୟଙ୍କ ବିରୋଧରେ ଅଭିଯୋଗ ହୋଇଥିଲା। ତେବେ ଏହି ଘଟଣାରେ ବିଧାୟକ ଉମାକାନ୍ତ କ୍ଷମା ମାଗି କହିଛନ୍ତି, ‘ପ୍ରଦୀପ ମହାରଥୀଙ୍କ ଅନ୍ତିମ ଯାତ୍ରାରେ ଯୋଗଦେଇ ତାଙ୍କ ମରଶରୀରରେ ପୁଷ୍ପମାଲ୍ୟ ଅର୍ପଣ କରିଥିଲି। ଯେହେତୁ ମୁଁ କରୋନା ପଜିଟିଭ୍ ଥିଲି, ସ୍ୱର୍ଗଦ୍ୱାରରେ ପହଞ୍ଚିବା ଏହା […]
ଭୁବନେଶ୍ୱର: ଭୁବନେଶ୍ୱର ମହାନଗର ନିଗମ ଅଞ୍ଚଳରୁ ୩୨୧ ପଜିଟିଭ ଚିହ୍ନଟ ହୋଇଛନ୍ତି। ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ କ୍ୱାରେଣ୍ଟିନରୁ ୮୩, ଲୋକାଲ କଣ୍ଟାକ୍ଟ କେସ୍ ୨୩୮ ରହିଛି। ସେହିପରି ରାଜଧାନୀରୁ ୩୩୧ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏ ନେଇ ଟ୍ୱିଟ୍ ଯୋଗେ ସୂଚନା ଦେଇଛି ଭୁବନେଶ୍ୱର ମହାନଗର ନିଗମ(ବିଏମ୍ସି)। Update on newly detected #COVID19 cases in the last 24 hrs under the BMC area on 10th Oct 2020(till 9am). […]
ଭୁବନେଶ୍ୱର: ରାଜ୍ୟରେ ସୁସ୍ଥ ହେଲେ ଆଉ ୩୮୮୫ କରୋନା ଆକ୍ରାନ୍ତ। ଏହାକୁ ମିଶାଇ ରାଜ୍ୟରେ ମୋଟ ୨ ଲକ୍ଷ ୨୩ ହଜାର ୨୭୩ ଜଣ ଆକ୍ରାନ୍ତ ସୁସ୍ଥ ହେଲେ। ଏ ନେଇ ଟ୍ୱିଟ୍ ସୂଚନା ଦେଇଛନ୍ତି ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ। କେଉଁ ଜିଲ୍ଲାରୁ କେତେ:- ଖୋର୍ଦ୍ଧାରୁ ସର୍ବାଧତ୍କ ୧୧୪୩, କଟକ-୩୨୫, ପୁରୀରୁ ୧୯୩, ଝାରସୁଗୁଡ଼ା- ୧୫୯, ବାଲେଶ୍ୱର- ୧୩୩, ମୟୂରଭଞ୍ଜରୁ ୧୨୯, ଯାଜପୁର- ୧୨୬, କେନ୍ଦୁଝର- ୧୨୪, କେନ୍ଦ୍ରାପଡ଼ା-୧୨୨, ସୁନ୍ଦରଗଡ଼-୧୨୧, କଳାହାଣ୍ଡି- ୧୧୨, […]
ଭୁବନେଶ୍ୱର: କରୋନା ଚିକିତ୍ସା ଓ ମୃତ୍ୟୁର ସମୀକ୍ଷା କରିବ ଜିଲ୍ଲା ସ୍ତରୀୟ କମିଟି। ଏହି କମିଟି ଉଭୟ ଘରୋଇ ଓ ସରକାରୀ ହସ୍ପିଟାଲରେ କୋଭିଡ୍ ଚିକିତ୍ସା କିଭଳି ଚାଲିଛି ତାହାର ଅଡିଟ୍ କରିବ। ଏହାସହ କରୋନା ଆକ୍ରାନ୍ତ/ ସନ୍ଦିଗ୍ଧ ରୋଗୀଙ୍କ ମୃତ୍ୟୁର ମଧ୍ୟ ସମୀକ୍ଷା କରିବ ଏହି କମିଟି। ସମସ୍ତ ଜିଲ୍ଲାରେ ଏହି କମିଟି ଗଠନ ହେବ। ଜିଲ୍ଲାପାଳ କିମ୍ବା ମ୍ୟୁନିସିପାଲିଟି କମିଶନରଙ୍କ ଦ୍ୱାରା ଅଧିକୃତ ଜଣେ ଅଫିସର୍ ଏହି କମିଟିର ନେତୃତ୍ୱ ନେବେ। ଏଡିଏମ୍ଙ୍କ ଠାରୁ […]
ଭୁବନେଶ୍ୱର: ଦିନକରେ ଓଡ଼ିଶାରେ ୨,୫୪୬ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଖୋର୍ଦ୍ଧାରୁ ସର୍ବାଧିକ ୪୧୦ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ନୂଆ ୨,୫୪୬ ଆକ୍ରାନ୍ତଙ୍କ ମଧ୍ୟରୁ ୧,୫୦୪ଜଣ କ୍ୱାରେଣ୍ଟିନ୍ରେ ରହିଥିଲେ। ସେହିପରି ଲୋକାଲ୍ କଣ୍ଟାକ୍ଟସ୍ ୧,୦୪୨ ରହିଛି। ରାଜ୍ୟ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି। ଚିହ୍ନଟ ନୂଆ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୨,୫୨,୨୩୯ରେ ପହଞ୍ଚିଛି।
ଭୁବନେଶ୍ୱର: ଆଜି ରାଜ୍ୟରେ ୨୪ ଘଣ୍ଟାରେ ୧୬ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି। ଏହାକୁ ମିଶାଇ ରାଜ୍ୟରେ ମୋଟ ମୃତ୍ୟୁ ସଂଖ୍ୟା ହଜାରେ ଟପିଛି। ରାଜ୍ୟରେ ମୃତକଙ୍କ ସଂଖ୍ୟା ୧୦୨୨ ହୋଇଛି। ଏ ନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୫ଜଣ, ବାଲେଶ୍ୱରରୁ ୪, ଢେଙ୍କାନାଳରୁ ୨, ଗଜପତି, ପୁରୀ, କୋରାପୁଟ, କଳାହାଣ୍ଡି ଓ କେନ୍ଦ୍ରାପଡ଼ାରୁ ଜଣେ ଲେଖାଏ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି। Regret to inform […]
ନୂଆଦିଲ୍ଲୀ: ଦେଶରେ କରୋନା ସୁସ୍ଥ ସଂଖ୍ୟାରେ ମାଇଲଖୁଣ୍ଟ ଅତିକ୍ରମ କରିଛି ଭାରତ। ଆଜି ସୁସ୍ଥ ସଂଖ୍ୟାକୁ ମିଶାଇ ଦେଶରେ ୬୦ ଲକ୍ଷରୁ ଅଧିକ କରୋନା ରୋଗୀ ସୁସ୍ଥ ହୋଇଛନ୍ତି। ଏ ନେଇ କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଅନ୍ୟପକ୍ଷରେ ଦେଶରେ ୭୦ ଲକ୍ଷରୁ ଅଧିକ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ରହିଥିବା ବେଳେ ଆମେରିକାର ଏହାର ସଂଖ୍ୟା ୭୬ ଲକ୍ଷ ରହିଛି। ଗତ ୨୪ ଘଣ୍ଟାରେ ୭୪,୩୮୩ ନୂଆ କରୋନା ଆକ୍ରାନ୍ତ […]
ଭୁବନେଶ୍ୱର: ଆଜି ଭୁବନେଶ୍ୱର ମହାନଗର ଅଞ୍ଚଳରେ ୨୯୦ ପଜିଟିଭ ଚିହ୍ନଟ ହୋଇଛନ୍ତି। ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ କ୍ୱାରେଣ୍ଟିନରୁ ୭୯ ଓ ଲୋକାଲ କଣ୍ଟାକ୍ଟ କେସ୍ ୨୧୧ ରହିଛି। ସେହିପରି ଆଜି ୩୫୨ ଜଣ ସୁସ୍ଥ ହୋଇଛନ୍ତି। ଏନେଇ ଟ୍ୱିଟ୍ ଯୋଗେ ସୂଚନା ଦେଇଛି ଭୁବନେଶ୍ୱର ମହାନଗର ନିଗମ(BMC)। Update on newly detected #COVID19 cases in the last 24 hrs under the BMC area on 11th Oct 2020(till 9am). pic.twitter.com/afMUlGZGa9 […]
ଭୁବନେଶ୍ୱର: ରାଜ୍ୟରେ ସୁସ୍ଥ ହେଲେ ଆଉ ୩୩୪୨ କରୋନା ଆକ୍ରାନ୍ତ ହୋଇଛନ୍ତି। ରାଜ୍ୟରେ କରୋନାରୁ ସୁସ୍ଥଙ୍କ ସଂଖ୍ୟା ୨ ଲକ୍ଷ ୨୭ ହଜାର ୬୧୫କୁ ବୃଦ୍ଧି ହୋଇଛି। ଏ ନେଇ ଟ୍ୱିଟ୍ ଯୋଗେ ସୂଚନା ଦେଇଛି ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ। କେଉଁ ଜିଲ୍ଲାରୁ କେତେ:- ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୫୧୧ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। କଟକ- ୩୬୬, ମୟୂରଭଞ୍ଜ- ୩୬୨, ଅନୁଗୁଳ- ୨୮୮, ଷ୍ଟେଟ୍ ପୁଲ୍- ୨୨୫, ଯାଜପୁର- ୧୫୫, କେନ୍ଦ୍ରାପଡ଼ା-୧୩୧, ବରଗଡ଼- […]
ଭୁବନେଶ୍ୱର: ଗତ ୨୪ ଘଣ୍ଟାରେ ରାଜ୍ୟରେ ୧୮ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି। ଏହାକୁ ମିଶାଇ ରାଜ୍ୟରେ ମୋଟ ମୃତ୍ୟୁ ସଂଖ୍ୟା ୧୦୪୦ ହୋଇଛି। ଏ ନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। କଟକରେ ୪ ଜଣଙ୍କର ମୃତ୍ୟୁ ଘଟିଥିବାବେଳେ ଭୁବନେଶ୍ୱରରେ ୨ ଓ ବାଲେଶ୍ୱରରେ ୩ ଜଣଙ୍କର ମୃତ୍ୟୁ ଘଟିଛି। ସେହିପରି ଯାଜପୁର, ସୁନ୍ଦରଗଡରେ ୨ ଜଣଙ୍କର ମୃତ୍ୟୁ ଘଟିଛି। ଖୋର୍ଦ୍ଧା, ପୁରୀ, ମୟୂରଭଞ୍ଜ, ନବରଙ୍ଗପୁର, ଜଗତ୍ସିଂହପୁରରେ ଜଣେ ଲେଖାଏ […]
ଭୁବନେଶ୍ୱର: ଦିନକରେ ଓଡ଼ିଶାରେ ୨,୪୨୩ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଖୋର୍ଦ୍ଧାରୁ ସର୍ବାଧିକ ୩୫୯ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ନୂଆ ୨,୪୨୩ ଆକ୍ରାନ୍ତଙ୍କ ମଧ୍ୟରୁ ୧,୪୧୭ ଜଣ କ୍ୱାରେଣ୍ଟିନ୍ରେ ରହିଥିଲେ। ସେହିପରି ଲୋକାଲ୍ କଣ୍ଟାକ୍ଟସ୍ ୧,୦୦୬ ରହିଛି। ରାଜ୍ୟ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି। ଚିହ୍ନଟ ନୂଆ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୨,୫୪,୬୬୨ରେ ପହଞ୍ଚିଛି। ପଢ଼ନ୍ତୁ: ୨୪ ଘଣ୍ଟାରେ ଆଖି ବୁଜିଲେ ୧୮ […]
ମେଲବର୍ଣ୍ଣ: କରୋନା ଭାଇରସକୁ ନେଇ ଆସିଲା ଚିନ୍ତାଜନକ ତଥ୍ୟ। ମୋବାଇଲ କାଚ ଓ ବ୍ୟାଙ୍କ ନୋଟରେ ଦୀର୍ଘଦିନ ପର୍ଯ୍ୟନ୍ତ ରହିପାରେ କରୋନା ଭାଇରସ। ସେତିକୁ ନୁହେଁ, ଷ୍ଟେନଲେସ୍ ଷ୍ଟିଲ, ପ୍ଲାଷ୍ଟିକରେ ମଧ୍ୟ ଏହା ଦୀର୍ଘ ଦିନ ଧରି ରହିପାରେ। ଏପରି ଏକ ତଥ୍ୟ ହାସଲ କରିଛନ୍ତି ଅଷ୍ଟ୍ରେଲୀୟ ଏଜେନ୍ସି ସିଏସଆଇଆରଓର ଗବେଷକମାନେ । ଅଷ୍ଟ୍ରେଲିଆର ଏହି ଏଜେନ୍ସି ପକ୍ଷରୁ ସୋମବାର କୁହାଯାଇଛି, କାଚ, ପ୍ଲାଷ୍ଟିକ ଆଦି ଜିନିଷରେ କରୋନା ଭାଇରସ ୩ରୁ ୭ଦିନ ବଞ୍ଚି ରହୁଥିବା ପୂର୍ବରୁ […]