• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

COVID-19 Updates

covid
 କରୋନା ଚିକିତ୍ସା ଓ ମୃତ୍ୟୁର ସମୀକ୍ଷା କରିବ ଜିଲ୍ଲା ସ୍ତରୀୟ କମିଟି

ଭୁବନେଶ୍ୱର: କରୋନା ଚିକିତ୍ସା ଓ ମୃତ୍ୟୁର ସମୀକ୍ଷା କରିବ ଜିଲ୍ଲା ସ୍ତରୀୟ କମିଟି। ଏହି କମିଟି ଉଭୟ ଘରୋଇ ଓ ସରକାରୀ ହସ୍ପିଟାଲରେ କୋଭିଡ୍ ଚିକିତ୍ସା କିଭଳି ଚାଲିଛି ତାହାର ଅଡିଟ୍ କରିବ। ଏହାସହ କରୋନା ଆକ୍ରାନ୍ତ/ ସନ୍ଦିଗ୍ଧ ରୋଗୀଙ୍କ ମୃତ୍ୟୁର ମଧ୍ୟ ସମୀକ୍ଷା କରିବ ଏହି କମିଟି। ସମସ୍ତ ଜିଲ୍ଲାରେ ଏହି କମିଟି ଗଠନ ହେବ। ଜିଲ୍ଲାପାଳ କିମ୍ବା ମ୍ୟୁନିସିପାଲିଟି କମିଶନରଙ୍କ ଦ୍ୱାରା ଅଧିକୃତ ଜଣେ ଅଫିସର୍ ଏହି କମିଟିର ନେତୃତ୍ୱ ନେବେ। ଏଡିଏମ୍‌ଙ୍କ ଠାରୁ […]

  • Friday, 02 July 2021
corona-test 11
ଦିନକରେ ୨,୫୪୬ ଆକ୍ରାନ୍ତ‌ ଚିହ୍ନଟ, ଓଡ଼ିଶାରେ ଅଢ଼େଇ ଲକ୍ଷ ଟପିଲା କରୋନା ଆକ୍ରାନ୍ତଙ୍କ ସଂଖ୍ୟା

ଭୁବନେଶ୍ୱର: ଦିନକରେ ଓଡ଼ିଶାରେ ୨,୫୪୬ ନୂଆ କରୋନା ଆକ୍ରାନ୍ତ‌ ଚିହ୍ନଟ ହୋଇଛନ୍ତି। ଖୋର୍ଦ୍ଧାରୁ ସର୍ବାଧିକ ୪୧୦ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ନୂଆ ୨,୫୪୬ ଆକ୍ରାନ୍ତଙ୍କ ମଧ୍ୟରୁ ୧,୫୦୪ଜଣ କ୍ୱାରେଣ୍ଟିନ୍‌ରେ ରହିଥିଲେ। ସେହିପରି ଲୋକାଲ୍ କଣ୍ଟାକ୍ଟସ୍‌ ୧,୦୪୨ ରହିଛି। ରାଜ୍ୟ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି। ଚିହ୍ନଟ ନୂଆ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୨,୫୨,୨୩୯ରେ ପହଞ୍ଚିଛି।

  • Friday, 02 July 2021
୨୪ ଘଣ୍ଟାରେ ଓଡ଼ିଶାରେ ୧୬ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ

ଭୁବନେଶ୍ୱର: ଆଜି ରାଜ୍ୟରେ ୨୪ ଘଣ୍ଟାରେ ୧୬ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି। ଏହାକୁ ମିଶାଇ ରାଜ୍ୟରେ ମୋଟ ମୃତ୍ୟୁ ସଂଖ୍ୟା ହଜାରେ ଟପିଛି। ରାଜ୍ୟରେ ମୃତକଙ୍କ ସଂଖ୍ୟା ୧୦୨୨ ହୋଇଛି। ଏ ନେଇ ରାଜ୍ୟ  ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୫ଜଣ, ବାଲେଶ୍ୱରରୁ ୪, ଢେଙ୍କାନାଳରୁ ୨, ଗଜପତି, ପୁରୀ, କୋରାପୁଟ, କଳାହାଣ୍ଡି ଓ କେନ୍ଦ୍ରାପଡ଼ାରୁ ଜଣେ ଲେଖାଏ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି। Regret to inform […]

  • Friday, 02 July 2021
coronavirus
କରୋନା ସୁସ୍ଥ ସଂଖ୍ୟାରେ ମାଇଲଖୁଣ୍ଟ ଅତିକ୍ରମ କଲା ଭାରତ

ନୂଆଦିଲ୍ଲୀ: ଦେଶରେ କରୋନା ସୁସ୍ଥ ସଂଖ୍ୟାରେ ମାଇଲଖୁଣ୍ଟ ଅତିକ୍ରମ କରିଛି ଭାରତ। ଆଜି ସୁସ୍ଥ ସଂଖ୍ୟାକୁ ମିଶାଇ ଦେଶରେ ୬୦ ଲକ୍ଷରୁ ଅଧିକ କରୋନା ରୋଗୀ ସୁସ୍ଥ ହୋଇଛନ୍ତି। ଏ ନେଇ କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଅନ୍ୟପକ୍ଷରେ ଦେଶରେ ୭୦ ଲକ୍ଷରୁ ଅଧିକ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ରହିଥିବା ବେଳେ ଆମେରିକାର ଏହାର ସଂଖ୍ୟା ୭୬ ଲକ୍ଷ ରହିଛି। ଗତ ୨୪ ଘଣ୍ଟାରେ ୭୪,୩୮୩ ନୂଆ କରୋନା ଆକ୍ରାନ୍ତ […]

  • Friday, 02 July 2021
bhubaneswar
ଭୁବନେଶ୍ୱରରୁ ୨୯୦ କରୋନା ପଜିଟିଭ ଚିହ୍ନଟ, ୩୫୨ ସୁସ୍ଥ

ଭୁବନେଶ୍ୱର: ଆଜି ଭୁବନେଶ୍ୱର ମହାନଗର ଅଞ୍ଚଳରେ ୨୯୦ ପଜିଟିଭ ଚିହ୍ନଟ ହୋଇଛନ୍ତି। ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ କ୍ୱାରେଣ୍ଟିନରୁ ୭୯ ଓ ଲୋକାଲ କଣ୍ଟାକ୍ଟ କେସ୍ ୨୧୧ ରହିଛି। ସେହିପରି ଆଜି ୩୫୨ ଜଣ ସୁସ୍ଥ ହୋଇଛନ୍ତି। ଏନେଇ ଟ୍ୱିଟ୍ ଯୋଗେ ସୂଚନା ଦେଇଛି ଭୁବନେଶ୍ୱର ମହାନଗର ନିଗମ(BMC)। Update on newly detected #COVID19 cases in the last 24 hrs under the BMC area on 11th Oct 2020(till 9am). pic.twitter.com/afMUlGZGa9 […]

  • Friday, 02 July 2021
corona
ରାଜ୍ୟରେ ସୁସ୍ଥ ହେଲେ ଆଉ ୩୩୪୨ କରୋନା ଆକ୍ରାନ୍ତ

ଭୁବନେଶ୍ୱର: ରାଜ୍ୟରେ ସୁସ୍ଥ ହେଲେ ଆଉ ୩୩୪୨ କରୋନା ଆକ୍ରାନ୍ତ ହୋଇଛନ୍ତି। ରାଜ୍ୟରେ କରୋନାରୁ ସୁସ୍ଥଙ୍କ ସଂଖ୍ୟା ୨ ଲକ୍ଷ ୨୭ ହଜାର ୬୧୫କୁ ବୃଦ୍ଧି ହୋଇଛି। ଏ ନେଇ ଟ୍ୱିଟ୍ ଯୋଗେ ସୂଚନା ଦେଇଛି ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ। କେଉଁ ଜିଲ୍ଲାରୁ କେତେ:- ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୫୧୧ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। କଟକ- ୩୬୬, ମୟୂରଭଞ୍ଜ- ୩୬୨, ଅନୁଗୁଳ- ୨୮୮, ଷ୍ଟେଟ୍ ପୁଲ୍- ୨୨୫, ଯାଜପୁର- ୧୫୫, କେନ୍ଦ୍ରାପଡ଼ା-୧୩୧, ବରଗଡ଼- […]

  • Friday, 02 July 2021
corona-world
୨୪ ଘଣ୍ଟାରେ ଆଖି ବୁଜିଲେ ୧୮ କରୋନା ରୋଗୀ

ଭୁବନେଶ୍ୱର: ଗତ ୨୪ ଘଣ୍ଟାରେ ରାଜ୍ୟରେ ୧୮  କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି। ଏହାକୁ ମିଶାଇ ରାଜ୍ୟରେ ମୋଟ ମୃତ୍ୟୁ ସଂଖ୍ୟା  ୧୦୪୦ ହୋଇଛି। ଏ ନେଇ ରାଜ୍ୟ  ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। କଟକରେ ୪ ଜଣଙ୍କର ମୃତ୍ୟୁ ଘଟିଥିବାବେଳେ ଭୁବନେଶ୍ୱରରେ ୨ ଓ ବାଲେଶ୍ୱରରେ ୩ ଜଣଙ୍କର ମୃତ୍ୟୁ ଘଟିଛି। ସେହିପରି ଯାଜପୁର, ସୁନ୍ଦରଗଡରେ ୨ ଜଣଙ୍କର ମୃତ୍ୟୁ ଘଟିଛି। ଖୋର୍ଦ୍ଧା, ପୁରୀ, ମୟୂରଭଞ୍ଜ, ନବରଙ୍ଗପୁର, ଜଗତ୍‌ସିଂହପୁରରେ ଜଣେ ଲେଖାଏ […]

  • Friday, 02 July 2021
corona 1
ଦିନକରେ ଓଡ଼ିଶାରେ ୨,୪୨୩ କରୋନା ପଜିଟିଭ୍‌ ଚିହ୍ନଟ, ଖୋର୍ଦ୍ଧା ଓ କଟକରେ କମୁଛି ଆକ୍ରାନ୍ତଙ୍କ ସଂଖ୍ୟା

ଭୁବନେଶ୍ୱର: ଦିନକରେ ଓଡ଼ିଶାରେ ୨,୪୨୩ ନୂଆ କରୋନା ଆକ୍ରାନ୍ତ‌ ଚିହ୍ନଟ ହୋଇଛନ୍ତି। ଖୋର୍ଦ୍ଧାରୁ ସର୍ବାଧିକ ୩୫୯ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ନୂଆ ୨,୪୨୩ ଆକ୍ରାନ୍ତଙ୍କ ମଧ୍ୟରୁ ୧,୪୧୭ ଜଣ କ୍ୱାରେଣ୍ଟିନ୍‌ରେ ରହିଥିଲେ। ସେହିପରି ଲୋକାଲ୍ କଣ୍ଟାକ୍ଟସ୍‌ ୧,୦୦୬ ରହିଛି। ରାଜ୍ୟ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି। ଚିହ୍ନଟ ନୂଆ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୨,୫୪,୬୬୨ରେ ପହଞ୍ଚିଛି। ପଢ଼ନ୍ତୁ: ୨୪ ଘଣ୍ଟାରେ ଆଖି ବୁଜିଲେ ୧୮ […]

  • Friday, 02 July 2021
corona-1111
କରୋନାକୁ ନେଇ ଆସିଲା ଚିନ୍ତାଜନକ ତଥ୍ୟ; ମୋବାଇଲ ସ୍କ୍ରିନରେ ଏତେ ଦିନ ରହିପାରେ ଭାଇରସ୍‌

ମେଲବର୍ଣ୍ଣ: କରୋନା ଭାଇରସକୁ ନେଇ ଆସିଲା ଚିନ୍ତାଜନକ  ତଥ୍ୟ। ମୋବାଇଲ କାଚ ଓ ବ୍ୟାଙ୍କ ନୋଟରେ ଦୀର୍ଘଦିନ ପର୍ଯ୍ୟନ୍ତ ରହିପାରେ କରୋନା ଭାଇରସ। ସେତିକୁ ନୁହେଁ, ଷ୍ଟେନଲେସ୍‌ ଷ୍ଟିଲ, ପ୍ଲାଷ୍ଟିକରେ ମଧ୍ୟ ଏହା ଦୀର୍ଘ ଦିନ ଧରି ରହିପାରେ। ଏପରି ଏକ ତଥ୍ୟ ହାସଲ କରିଛନ୍ତି ଅଷ୍ଟ୍ରେଲୀୟ ଏଜେନ୍ସି ସିଏସଆଇଆରଓର ଗବେଷକମାନେ । ଅଷ୍ଟ୍ରେଲିଆର ଏହି ଏଜେନ୍ସି ପକ୍ଷରୁ ସୋମବାର କୁହାଯାଇଛି, କାଚ,  ପ୍ଲାଷ୍ଟିକ ଆଦି ଜିନିଷରେ କରୋନା ଭାଇରସ ୩ରୁ ୭ଦିନ ବଞ୍ଚି ରହୁଥିବା ପୂର୍ବରୁ […]

  • Friday, 02 July 2021
mask
ରାଜ୍ୟରେ ସୁସ୍ଥ ହେଲେ ୨୫୭୭ କରୋନା ଆକ୍ରାନ୍ତ

ଭୁବନେଶ୍ୱର: ରାଜ୍ୟରେ ଆଜି ୨୫୭୭ ଆକ୍ରାନ୍ତ ସୁସ୍ଥ ହେଲେ। ରାଜ୍ୟରେ ମୋଟ୍ ଆରୋଗ୍ୟଙ୍କ ସଂଖ୍ୟା ୨ ଲକ୍ଷ ୩୦ ହଜାର ୧୯୨କୁ ବୃଦ୍ଧି ହୋଇଛି। ଏ ନେଇ ଟ୍ୱିଟ୍ ଯୋଗେ ସୂଚନା ଦେଇଛି ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ। କେଉଁ ଜିଲ୍ଲାରୁ କେତେ:- କଟକ ଜିଲ୍ଲାରୁ ସର୍ବାଧିକ ୨୪୪ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଷ୍ଟେଟ୍‌ ପୁଲରୁ- ୧୫୫, ଯାଜପୁର- ୧୩୭, ଖୋର୍ଦ୍ଧା- ୧୨୪, ବାଲେଶ୍ୱର ଓ ସମ୍ବଲପୁରରୁ ୧୨୦ ଲେଖାଏଁ, କେନ୍ଦ୍ରାପଡ଼ା ଓ ପୁରୀରୁ […]

  • Friday, 02 July 2021
Jhonson
କରୋନା ଟିକାର ତୃତୀୟ ପର୍ଯ୍ୟାୟ ପରୀକ୍ଷଣ ବନ୍ଦ କଲା ଜନ୍‌ସନ ଆଣ୍ଡ ଜନ୍‌ସନ

ନୂଆଦିଲ୍ଲୀ: ସାରା ବିଶ୍ୱରେ କରୋନା ସଂକ୍ରମିତଙ୍କ ସଂଖ୍ୟା ଦିନକୁ ଦିନ ବଢି ବଢି ଚାଲିଛି। କରୋନା ଟିକା ପାଇଁ ବିଭିନ୍ନ ଦେଶରେ ପରୀକ୍ଷଣ ଚାଲିଛି। ଆମେରିକାରେ କରୋନା ଟିକା ପ୍ରସ୍ତୁତ କରୁଥିବା ସଂସ୍ଥା ଜନ୍‌ସନ ଆଣ୍ଡ ଜନ୍‌ସନକୁ ଲାଗିଛି ଧକ୍କା।  ପରିସ୍ଥିତିକୁ ଦେଖି ପରୀକ୍ଷଣକୁ ଅସ୍ଥାୟୀ ଭାବେ ସ୍ଥଗିତ ରଖିଥିବା କମ୍ପାନୀ ପକ୍ଷରୁ କୁହାଯାଇଛି। କମ୍ପାନୀ ପ୍ରସ୍ତୁତ କରିଥିବା ଟିକାର ତୃତୀୟ ପଯର୍ୟାୟ କ୍ଲିନିକାଲ ଟ୍ରାଏଲ ଚାଲିଥିଲା। ଏହି ପରୀକ୍ଷଣ ବେଳେ କିଛି ବ୍ୟକ୍ତି ଗୁରୁତର ଅସୁସ୍ଥ […]

  • Friday, 02 July 2021
corona
ଖୋର୍ଦ୍ଧାରେ କମୁଛି କରୋନା ପ୍ରଭାବ, ଚିହ୍ନଟ ହେଲେ ୩୬୪ ଆକ୍ରାନ୍ତ

ଭୁବନେଶ୍ୱର: ଦିନକରେ ଓଡ଼ିଶାରେ ୨, ୨୭୫ ନୂଆ କରୋନା ଆକ୍ରାନ୍ତ‌ ଚିହ୍ନଟ ହୋଇଛନ୍ତି। କ୍ୱାରେଣ୍ଟିନ ସେଣ୍ଟରରୁ ୧,୩୧୮ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବାବେଳେ ଲୋକାଲ କେସ ରହିଛି ୯୫୭ । ଖୋର୍ଦ୍ଧାରୁ ଆକ୍ରାନ୍ତଙ୍କ ସଂଖ୍ୟା ଲଗାତର କମୁଥିବା ଦେଖିବାକୁ ମିଳିଛି। ତେବେ ରାଜ୍ୟରେ ସର୍ବାଧିକ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ଏହି ଜିଲ୍ଲାରୁ। ଖୋର୍ଦ୍ଧାରୁ ଚିହ୍ନଟ ଆକ୍ରାନ୍ତଙ୍କ ସଂଖ୍ୟା  ୩୬୪ ରହିଛି । ଏ ନେଇ  ରାଜ୍ୟ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। […]

  • Friday, 02 July 2021
corona test
ଆଖି ବୁଜିଲେ ୧୭ କରୋନା ରୋଗୀ

ଭୁବନେଶ୍ୱର: ଗତ ୨୪ ଘଣ୍ଟାରେ ରାଜ୍ୟରେ ୧୭  କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି। ଏହାକୁ ମିଶାଇ ରାଜ୍ୟରେ ମୋଟ ମୃତ୍ୟୁ ସଂଖ୍ୟା  ୧୦୫୭ ହୋଇଛି। ଏ ନେଇ ରାଜ୍ୟ  ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ମୟୂରଭଞ୍ଜରେ ୪ ଜଣ କରୋନା ଆକ୍ରାନ୍ତଙ୍କର ମୃତ୍ୟୁ ଘଟିଥିବାବେଳେ ଭୁବନେଶ୍ୱରରୁ ୩ ଜଣଙ୍କର ମୃତ୍ୟୁ ଘଟିଛି। ସେହିପରି ପୁରୀ, ସୁନ୍ଦରଗଡରୁ ୨ ଜଣ ଲେଖାଏ କରୋନ ରୋଗୀ ପ୍ରାଣ ହରାଇଛନ୍ତି। ଅନ୍ୟପକ୍ଷେ ବାଲେଶ୍ୱର, ବଲାଙ୍ଗୀର, ଜଗତସିଂହପୁର, […]

  • Friday, 02 July 2021
trump
କରୋନାରୁ ସୁସ୍ଥ ହେଲେ ଟ୍ରମ୍ପ, ଆସିଲା ଟେଷ୍ଟ ରିପୋର୍ଟ

ୱାଶିଂଟନ:ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ କୋଭିଡ-୧୯ରୁ ମୁକ୍ତ ହୋଇଛନ୍ତି। ତାଙ୍କର ରିପୋର୍ଟ ନେଗେଟିଭ ଆସିଛି। ଏହି ସୂଚନା ତାଙ୍କର ହ୍ୱାଇଟ୍‌ ହାଉସର ଚିକିତ୍ସକ ଦେଇଛନ୍ତି। ଡୋନାଲ୍ଡ ଟ୍ରମ୍ପ ୧୦ ଦିନ ପୂର୍ବେ କରୋନା ସଂକ୍ରମିତ ହୋଇଥିଲେ। ଏହା ପୂର୍ବରୁ ହ୍ୱାଇଟ ହାଉସର ଫିଜିସିଆନ ସିନ କାନଲେ ଶନିବାର ବିଳମ୍ବିତ ରାତିରେ କହିଥିଲେ, ରାଷ୍ଟ୍ରପତି ଟ୍ରମ୍ପଙ୍କୁ ଆଉ କରୋନା ଭୟ ନାହିଁ। ସେ ଏବେ ସାଧାରଣ ଜୀବନଯାତ୍ରାକୁ ଫେରି ପାରିବେ। ଟ୍ରମ୍ପଙ୍କୁ ଗତ ଶୁକ୍ରବାରଠାରୁ ଜ୍ୱର ଆସିନାହିଁ। ତାଙ୍କୁ […]

  • Friday, 02 July 2021
tedros
ଆରୋଗ୍ୟ ସେତୁ ଆପ୍‌କୁ ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନର ପ୍ରଶଂସା

ୱାଶିଂଟନ: କରୋନା ଭାଇରସ ବିରୋଧରେ ମୁକାବିଲା କରିବା ପାଇଁ ଭାରତ ପ୍ରସ୍ତୁତ ଆରୋଗ୍ୟ ସେତୁ ଆପ୍‌କୁ ପ୍ରଶଂସା କରିଛି ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନ। ଆରୋଗ୍ୟ ସେତୁ ଆପ୍‌ ଦେଶର କରୋନା କ୍ଲଷ୍ଟର ଚିହ୍ନଟ କରିବାରେ ସାହାଯ୍ୟ କରୁଛି ବୋଲି ‘ହୁ’ର ନିର୍ଦ୍ଦେଶକ ଟେଡ୍ରୋସ ଆଧନୋମ ଗେବ୍ରିୟେସୁସ୍ କହିଛନ୍ତି। ଆପ୍‌କୁ ପ୍ରଶଂସା କରି ସେ କହିଛନ୍ତି। “ ଆରୋଗ୍ୟ ସେତୁ ଆପ୍‌କୁ ୧୫୦ ମିଲିୟନ ୟୁଜର ଡାଉନ୍‌ଲୋଡ କରିସାରିଲେଣି। ଏହି ଆପ୍ ସିଟି ପବ୍ଲିକ ହେଲ୍‌ଥ ଡିପାର୍ଟମେଣ୍ଟକୁ କରୋନା […]

  • Friday, 02 July 2021
bhubaneswar
ଭୁବନେଶ୍ୱରରୁ ୨୮୧ କରୋନା ଆକ୍ରାନ୍ତ ଚିହ୍ନଟ, ୩୧୫ ସୁସ୍ଥ

ଭୁବନେଶ୍ୱର: ଭୁବନେଶ୍ୱରରୁ ଆଜି ୨୮୧ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ କ୍ୱାରେଣ୍ଟିନ୍‌ରୁ ୧୯୨, ଲୋକାଲ୍ କେସ୍ ୮୯ ରହିଛି। ସେହିପରି ଆଉ ୩୧୫ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏ ନେଇ ଟ୍ୱିଟ୍ ଯୋଗେ ସୂଚନା ଦେଇଛି ଭୁବନେଶ୍ୱର ମହାନଗର ନିଗମ। Update on newly detected #COVID19 cases in the last 24 hrs under the BMC area on 13th Oct 2020(till 9am). pic.twitter.com/T5ehF5slCy — BMC […]

  • Friday, 02 July 2021
coronavirus
କରୋନା ମୃତ୍ୟୁ ସଂଖ୍ୟାରେ ୭୦ % ପୁରୁଷ ୩୦% ମହିଳା

ନୂଆଦିଲ୍ଲୀ: ଦେଶର ମୋଟ କରୋନା ଆକ୍ରାନ୍ତଙ୍କ ମଧ୍ୟରୁ ୭୯ ପ୍ରତିଶତ ୧୦ଟି ରାଜ୍ୟରେ ରହିଛନ୍ତି। ଏହି ୧୦ ରାଜ୍ୟ ମଧ୍ୟରୁ ସର୍ବାଧିକ ୨୫ ପ୍ରତିଶତ ମହାରାଷ୍ଟ୍ରରୁ ରହିଛନ୍ତି ବୋଲି କେନ୍ଦ୍ର ସ୍ୱାସ୍ଥ୍ୟ ସଚିବ ରାଜେଶ ଭୂଷଣ ସୂଚନା ଦେଇଛନ୍ତି। ଆୟୋଜିତ ସାମ୍ବାଦିକ ସମ୍ମିଳନୀରେ କରୋନା ସମ୍ପର୍କରେ ସୂଚନା ଦେଇ ଏଭଳି କହିଛନ୍ତ ରାଜେଶ ଭୂଷଣ। ସେହିଭଳି କରୋନା ପ୍ରତିଦିନ ସଂକ୍ରମଣରେ କେରଳ ଦେଶର ତୃତୀୟ ସ୍ଥାନରେ ରହିଛି। ସେହିଭଳି ମୃତ୍ୟୁ ସଂଖ୍ୟା ବିଷୟରେ ସୂଚନା ଦେଇ ସ୍ୱାସ୍ଥ୍ୟ […]

  • Friday, 02 July 2021
covid-19
କରୋନା ଭାଇରସ: ଶୀତ ଋତୁରେ ସତର୍କବାଣୀ

ନୂଆଦିଲ୍ଲୀ: ଦେଶରେ କରୋନା ଆକ୍ରାନ୍ତ ଓ ମୃତ୍ୟୁ ସଂଖ୍ୟା ଧୀରେ ଧୀର କମୁଥିବା ବେଳେ ଆଗକୁ ଶୀତ ଋତୁ ଆସୁଥିବାରୁ କରୋନା ପାଇଁ ସତର୍କବାଣୀ ଶୁଣାଇଛନ୍ତି କେନ୍ଦ୍ର ସରକାର। ଶୀତ ଋତୁରେ କରୋନା ସଂକ୍ରମଣ ଅଧିକ ହେବାର ସମ୍ଭାବନା ରହିଛି ବୋଲି କହିଛନ୍ତି ନୀତି ଆୟୋଗର ସ୍ୱାସ୍ଥ୍ୟ ସଦସ୍ୟ ଡାକ୍ତର ଭି.କେ ପଲ୍‌। ଏଣୁ ଶୀତ ଋତୁରେ ଅଧିକ ସତର୍କ ରହିବାକୁ ସେ ପରାମର୍ଶ ଦେଇଛନ୍ତି। କିଛି ଦେଶରେ ଶୀତ ପାଇଁ ସଂକ୍ରମଣ ବଢ଼ିଥିବା ଦେଖିବାକୁ ମିଳିଛି। […]

  • Friday, 02 July 2021
mask
ଦିନକରେ ସୁସ୍ଥ ହେଲେ ୨୭୯୬ କରୋନା ଆକ୍ରାନ୍ତ

ଭୁବନେଶ୍ୱର: ଆଜି ରାଜ୍ୟରୁ ୨୭୯୬ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ରାଜ୍ୟରେ ମୋଟ୍ ଆରୋଗ୍ୟଙ୍କ ସଂଖ୍ୟା ୨ ଲକ୍ଷ ୩୨ ହଜାର ୯୮୮କୁ ବୃଦ୍ଧି ପାଇଛି। ଏ ନେଇ ଟ୍ୱିଟ୍ ଯୋଗେ ସୂଚନା ଦେଇଛି ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ। କେଉଁ ଜିଲ୍ଲାରୁ କେତେ- ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୫୮୨ ଆକ୍ରାନ୍ତ ସୁସ୍ଥ ହେଲେ। କଟକ- ୧୭୯, ଷ୍ଟେଟ ପୁଲ୍- ୧୫୦, ଯାଜପୁର- ୧୪୮, ଅନୁଗୁଳ- ୧୩୫, ପୁରୀ- ୧୨୭, ନବରଙ୍ଗପୁର-୧୨୦, ବଲାଙ୍ଗିର- ୧୦୭, […]

  • Friday, 02 July 2021
ICMR
WHO ଅନୁସାରେ ବିଶ୍ୱରେ ମାତ୍ର ୨୪ ଜଣ କରୋନାରେ ପୁନଃ ସଂକ୍ରମିତ; ଭାରତରେ କେତେ ?

ନୂଆଦିଲ୍ଲୀ: ଭାରତରେ ମାତ୍ର ତିନି ଜଣ ଦ୍ୱିତୀୟ ଥର ପାଇଁ କରୋନା ସଂକ୍ରମିତ ହୋଇଛନ୍ତି। ସେଥିମଧ୍ୟରୁ ଦୁଇଜଣ ମୁମ୍ବାଇର ହୋଇଥିବା ବେଳେ ଅନ୍ୟ ଜଣେ ଅହମଦାବାଦର ବୋଲି ICMR ମୁଖ୍ୟ ବଳରାମ ଭାର୍ଗବ ସୂଚନା ଦେଇଛନ୍ତି। କରୋନା ସମ୍ପର୍କିତ ତଥ୍ୟ ପାଇଁ ଆୟୋଜିତ ଏକ ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଇ ଏପରି କହିଛନ୍ତି ICMR ମୁଖ୍ୟ। ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନ ଅନୁସାରେ, ବିଶ୍ୱରେ ମାତ୍ର ୨୪ ଜଣ କରୋନା ଦ୍ୱିତୀୟଥର ପାଇଁ ସଂକ୍ରମିତ ହୋଇଛନ୍ତି। ତେବେ କରୋନାରୁ […]

  • Friday, 02 July 2021
ronaldo
ଫୁଟ୍‌ବଲ ଷ୍ଟାର କ୍ରିଷ୍ଟିଆନୋ ରୋନାଲ୍‌ଡୋଙ୍କୁ କରୋନା

ନୂଆଦିଲ୍ଲୀ: ପର୍ତ୍ତୁଗାଲ ଫୁଟ୍‌ବଲ୍‌ ଟିମ୍ ଅଧିନାୟକ ତଥା ଜୁଭେନଟସ୍‌ ଷ୍ଟାର୍‌ କ୍ରିଷ୍ଟିଆନୋ ରୋନାଲ୍‌ଡୋ କରୋନା ପଜିଟିଭ୍ ହୋଇଛନ୍ତି। ପର୍ତୁଗିଜ୍ ଫୁଟ୍‌ବଲ ଫେଡେରେସନ୍‌ ପକ୍ଷରୁ ଏହି ସୂଚନା ଦିଆଯାଇଛି। ନେସନ୍‌ସ ଲିଗ୍‌ ମ୍ୟାଚ୍‌ରେ ସ୍ୱିଡେନ୍‌ ବିରୋଧରେ ଖେଳାଯିବାକୁ ଥିବା ଫୁଟ୍‌ବଲ୍‌ ମ୍ୟାଚ୍‌ର ଟିମ୍‌ରୁ ରୋନାଲ୍‌ଡୋଙ୍କୁ ବାଦ୍ ଦିଆଯାଇଛି। FPF ଅନୁସାରେ, ରୋନାଲ୍‌ଡୋଙ୍କ ସ୍ୱାସ୍ଥ୍ୟାବସ୍ଥା ସ୍ଥିର ରହିଥିବା ବେଳେ ତାଙ୍କ ଠାରେ କରୋନାରେଋ କୌଣସି ଲକ୍ଷଣ ଦେଖାଯାଉ ନାହିଁ। ସେ ବର୍ତ୍ତମାନ ଆଇସୋଲେସନ୍‌ରେ ରହିଛନ୍ତି। ସ୍ୱିଡେନ୍‌ ଓ ପର୍ତ୍ତୁଗାଲ ମଧ୍ୟରେ […]

  • Friday, 02 July 2021
corona test
ଓଡ଼ିଶାରେ କରୋନା ସ୍ଥିତି: ୨୪ ଘଣ୍ଟାରେ ୨,୬୦୪ ପଜିଟିଭ୍‌ ଚିହ୍ନଟ

ଭୁବନେଶ୍ୱର: ଦିନକରେ ଓଡ଼ିଶାରେ ୨,୬୦୪ ନୂଆ କରୋନା ଆକ୍ରାନ୍ତ‌ ଚିହ୍ନଟ ହୋଇଛନ୍ତି। ଖୋର୍ଦ୍ଧାରୁ ସର୍ବାଧିକ ୩୮୫ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ନୂଆ ୨,୬୦୪ ଆକ୍ରାନ୍ତଙ୍କ ମଧ୍ୟରୁ ୧,୫୧୧ ଜଣ କ୍ୱାରେଣ୍ଟିନ୍‌ରେ ରହିଥିଲେ। ସେହିପରି ଲୋକାଲ୍ କଣ୍ଟାକ୍ଟସ୍‌ ୧,୦୯୩ ରହିଛି। ରାଜ୍ୟ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି। ଚିହ୍ନଟ ନୂଆ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୨,୫୯,୫୪୧ରେ ପହଞ୍ଚିଛି। ଆହୁରି ପଢ଼ନ୍ତୁ: ଦିନକରେ ଓଡ଼ିଶାରେ ଆଖି ବୁଜିଲେ […]

  • Friday, 02 July 2021
ଦିନକରେ ଓଡ଼ିଶାରେ ଆଖି ବୁଜିଲେ ୧୫ କରୋନା ଆକ୍ରାନ୍ତ

ଭୁବନେଶ୍ୱର: ଗତ ୨୪ ଘଣ୍ଟାରେ ରାଜ୍ୟରେ ୧୫  କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି। ଏହାକୁ ମିଶାଇ ରାଜ୍ୟରେ ମୋଟ ମୃତ୍ୟୁ ସଂଖ୍ୟା  ୧,୦୭୨ ହୋଇଛି। ଏ ନେଇ ରାଜ୍ୟ  ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। କଟକ ଜିଲ୍ଲାରୁ ୩ ଜଣ, ବାଲେଶ୍ୱର, ବୌଦ୍ଧ, ଗଞ୍ଜାମ, ଯାଜପୁରରୁ, କଳାହାଣ୍ଡି, କନ୍ଧମାଳ, କେନ୍ଦ୍ରାପଡ଼ା, ଖୋର୍ଦ୍ଧା, ମୟୂରଭଞ୍ଜ, ପୁରୀ, ରାୟଗଡ଼ା ଓ ସୁନ୍ଦରଗଡ଼ରୁ ଜଣେ ଲେଖାଏ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି। Regret to inform the demise […]

  • Friday, 02 July 2021
mask
ସୁସ୍ଥ ହେଲେ ରାଜ୍ୟରେ ୨୭୭୫ କରୋନା ଆକ୍ରାନ୍ତ

ଭୁବନେଶ୍ୱର: ଆଜି ରାଜ୍ୟରେ ୨୭୭୫ କରୋନା ଆକ୍ରାନ୍ତ ସୁସ୍ଥ ହେଲେ। ରାଜ୍ୟରେ ମୋଟ୍ ଆରୋଗ୍ୟ ସଂଖ୍ୟା ୨ ଲକ୍ଷ ୩୫ ହଜାର ୭୬୩କୁ ବୃଦ୍ଧି ହୋଇଛି। ଏ ନେଇ ଟ୍ୱିଟ୍ ଯୋଗେ ସୂଚନା ଦେଇଛି ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ। କେଉଁ ଜିଲ୍ଲାରୁ କେତେ:- ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୫୦୦, ନୂଆପଡ଼ା-୧୮୯, କଟକ- ୧୮୩, ବରଗଡ଼- ୧୪୮, କେନ୍ଦ୍ରାପଡ଼ା- ୧୩୬, ଅନୁଗୁଳ- ୧୨୩, ଯାଜପୁର- ୧୧୭, ଭଦ୍ରକରୁ ୧୧୪, ସମ୍ବଲପୁର ଜିଲ୍ଲାରୁ ୧୦୫, ଷ୍ଟେଟ୍ […]

  • Friday, 02 July 2021
who
କରୋନା ସଂକ୍ରମଣ ରୋକିବାକୁ ନେଇ ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନ ଦେଲା ଚିନ୍ତାଜନକ ତଥ୍ୟ

ନୂଆଦିଲ୍ଲୀ: କରୋନା ଭୂତାଣୁକୁ ନେଇ ସାମ୍ନାକୁ ଆସିଲା ଚିନ୍ତାଜନକ ତଥ୍ୟ। ହର୍ଡ ଇମ୍ୟୁନିଟି ବା ଗୋଷ୍ଠୀ ପ୍ରତିରୋଧ କ୍ଷମତା କରୋନା ଭୂତାଣୁ ସଂକ୍ରମଣକୁ ରୋକିବାରେ ସାହାଯ୍ୟ କରିବ ବୋଲି ପୂର୍ବରୁ ଗବେଷକମାନେ କହୁଥିଲେ। ହେଲେ କରୋନାକୁ ରୋକିବାର ସଠିକ୍ ଉପାୟ ନୁହେଁ ବୋଲି କୁହାଯାଉଛି। ହର୍ଡ ଇମୁ୍ୟନିଟି ବା ଗୋଷ୍ଠୀ ପ୍ରତିରୋଧ କ୍ଷମତା କୌଣସି ନିର୍ଦ୍ଦିଷ୍ଟ ଅଞ୍ଚଳର ୬୦-୭୦ ପ୍ରତିଶତ ଲୋକ ସଂକ୍ରମିତ ହୋଇଗଲେ, ସେଠାରେ ହର୍ଡ ଇମ୍ୟୁନିଟି ଆସିଯିବ । କରୋନା ମହାମାରୀକୁ ଏହି ଉପାୟରେ […]

  • Friday, 02 July 2021