ୱାଶିଂଟନ: କରୋନା ଭାଇରସ ବିରୋଧରେ ମୁକାବିଲା କରିବା ପାଇଁ ଭାରତ ପ୍ରସ୍ତୁତ ଆରୋଗ୍ୟ ସେତୁ ଆପ୍କୁ ପ୍ରଶଂସା କରିଛି ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନ। ଆରୋଗ୍ୟ ସେତୁ ଆପ୍ ଦେଶର କରୋନା କ୍ଲଷ୍ଟର ଚିହ୍ନଟ କରିବାରେ ସାହାଯ୍ୟ କରୁଛି ବୋଲି ‘ହୁ’ର ନିର୍ଦ୍ଦେଶକ ଟେଡ୍ରୋସ ଆଧନୋମ ଗେବ୍ରିୟେସୁସ୍ କହିଛନ୍ତି। ଆପ୍କୁ ପ୍ରଶଂସା କରି ସେ କହିଛନ୍ତି। “ ଆରୋଗ୍ୟ ସେତୁ ଆପ୍କୁ ୧୫୦ ମିଲିୟନ ୟୁଜର ଡାଉନ୍ଲୋଡ କରିସାରିଲେଣି। ଏହି ଆପ୍ ସିଟି ପବ୍ଲିକ ହେଲ୍ଥ ଡିପାର୍ଟମେଣ୍ଟକୁ କରୋନା […]
ଭୁବନେଶ୍ୱର: ଭୁବନେଶ୍ୱରରୁ ଆଜି ୨୮୧ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ କ୍ୱାରେଣ୍ଟିନ୍ରୁ ୧୯୨, ଲୋକାଲ୍ କେସ୍ ୮୯ ରହିଛି। ସେହିପରି ଆଉ ୩୧୫ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏ ନେଇ ଟ୍ୱିଟ୍ ଯୋଗେ ସୂଚନା ଦେଇଛି ଭୁବନେଶ୍ୱର ମହାନଗର ନିଗମ। Update on newly detected #COVID19 cases in the last 24 hrs under the BMC area on 13th Oct 2020(till 9am). pic.twitter.com/T5ehF5slCy — BMC […]
ନୂଆଦିଲ୍ଲୀ: ଦେଶର ମୋଟ କରୋନା ଆକ୍ରାନ୍ତଙ୍କ ମଧ୍ୟରୁ ୭୯ ପ୍ରତିଶତ ୧୦ଟି ରାଜ୍ୟରେ ରହିଛନ୍ତି। ଏହି ୧୦ ରାଜ୍ୟ ମଧ୍ୟରୁ ସର୍ବାଧିକ ୨୫ ପ୍ରତିଶତ ମହାରାଷ୍ଟ୍ରରୁ ରହିଛନ୍ତି ବୋଲି କେନ୍ଦ୍ର ସ୍ୱାସ୍ଥ୍ୟ ସଚିବ ରାଜେଶ ଭୂଷଣ ସୂଚନା ଦେଇଛନ୍ତି। ଆୟୋଜିତ ସାମ୍ବାଦିକ ସମ୍ମିଳନୀରେ କରୋନା ସମ୍ପର୍କରେ ସୂଚନା ଦେଇ ଏଭଳି କହିଛନ୍ତ ରାଜେଶ ଭୂଷଣ। ସେହିଭଳି କରୋନା ପ୍ରତିଦିନ ସଂକ୍ରମଣରେ କେରଳ ଦେଶର ତୃତୀୟ ସ୍ଥାନରେ ରହିଛି। ସେହିଭଳି ମୃତ୍ୟୁ ସଂଖ୍ୟା ବିଷୟରେ ସୂଚନା ଦେଇ ସ୍ୱାସ୍ଥ୍ୟ […]
ନୂଆଦିଲ୍ଲୀ: ଦେଶରେ କରୋନା ଆକ୍ରାନ୍ତ ଓ ମୃତ୍ୟୁ ସଂଖ୍ୟା ଧୀରେ ଧୀର କମୁଥିବା ବେଳେ ଆଗକୁ ଶୀତ ଋତୁ ଆସୁଥିବାରୁ କରୋନା ପାଇଁ ସତର୍କବାଣୀ ଶୁଣାଇଛନ୍ତି କେନ୍ଦ୍ର ସରକାର। ଶୀତ ଋତୁରେ କରୋନା ସଂକ୍ରମଣ ଅଧିକ ହେବାର ସମ୍ଭାବନା ରହିଛି ବୋଲି କହିଛନ୍ତି ନୀତି ଆୟୋଗର ସ୍ୱାସ୍ଥ୍ୟ ସଦସ୍ୟ ଡାକ୍ତର ଭି.କେ ପଲ୍। ଏଣୁ ଶୀତ ଋତୁରେ ଅଧିକ ସତର୍କ ରହିବାକୁ ସେ ପରାମର୍ଶ ଦେଇଛନ୍ତି। କିଛି ଦେଶରେ ଶୀତ ପାଇଁ ସଂକ୍ରମଣ ବଢ଼ିଥିବା ଦେଖିବାକୁ ମିଳିଛି। […]
ଭୁବନେଶ୍ୱର: ଆଜି ରାଜ୍ୟରୁ ୨୭୯୬ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ରାଜ୍ୟରେ ମୋଟ୍ ଆରୋଗ୍ୟଙ୍କ ସଂଖ୍ୟା ୨ ଲକ୍ଷ ୩୨ ହଜାର ୯୮୮କୁ ବୃଦ୍ଧି ପାଇଛି। ଏ ନେଇ ଟ୍ୱିଟ୍ ଯୋଗେ ସୂଚନା ଦେଇଛି ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ। କେଉଁ ଜିଲ୍ଲାରୁ କେତେ- ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୫୮୨ ଆକ୍ରାନ୍ତ ସୁସ୍ଥ ହେଲେ। କଟକ- ୧୭୯, ଷ୍ଟେଟ ପୁଲ୍- ୧୫୦, ଯାଜପୁର- ୧୪୮, ଅନୁଗୁଳ- ୧୩୫, ପୁରୀ- ୧୨୭, ନବରଙ୍ଗପୁର-୧୨୦, ବଲାଙ୍ଗିର- ୧୦୭, […]
ନୂଆଦିଲ୍ଲୀ: ଭାରତରେ ମାତ୍ର ତିନି ଜଣ ଦ୍ୱିତୀୟ ଥର ପାଇଁ କରୋନା ସଂକ୍ରମିତ ହୋଇଛନ୍ତି। ସେଥିମଧ୍ୟରୁ ଦୁଇଜଣ ମୁମ୍ବାଇର ହୋଇଥିବା ବେଳେ ଅନ୍ୟ ଜଣେ ଅହମଦାବାଦର ବୋଲି ICMR ମୁଖ୍ୟ ବଳରାମ ଭାର୍ଗବ ସୂଚନା ଦେଇଛନ୍ତି। କରୋନା ସମ୍ପର୍କିତ ତଥ୍ୟ ପାଇଁ ଆୟୋଜିତ ଏକ ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଇ ଏପରି କହିଛନ୍ତି ICMR ମୁଖ୍ୟ। ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନ ଅନୁସାରେ, ବିଶ୍ୱରେ ମାତ୍ର ୨୪ ଜଣ କରୋନା ଦ୍ୱିତୀୟଥର ପାଇଁ ସଂକ୍ରମିତ ହୋଇଛନ୍ତି। ତେବେ କରୋନାରୁ […]
ନୂଆଦିଲ୍ଲୀ: ପର୍ତ୍ତୁଗାଲ ଫୁଟ୍ବଲ୍ ଟିମ୍ ଅଧିନାୟକ ତଥା ଜୁଭେନଟସ୍ ଷ୍ଟାର୍ କ୍ରିଷ୍ଟିଆନୋ ରୋନାଲ୍ଡୋ କରୋନା ପଜିଟିଭ୍ ହୋଇଛନ୍ତି। ପର୍ତୁଗିଜ୍ ଫୁଟ୍ବଲ ଫେଡେରେସନ୍ ପକ୍ଷରୁ ଏହି ସୂଚନା ଦିଆଯାଇଛି। ନେସନ୍ସ ଲିଗ୍ ମ୍ୟାଚ୍ରେ ସ୍ୱିଡେନ୍ ବିରୋଧରେ ଖେଳାଯିବାକୁ ଥିବା ଫୁଟ୍ବଲ୍ ମ୍ୟାଚ୍ର ଟିମ୍ରୁ ରୋନାଲ୍ଡୋଙ୍କୁ ବାଦ୍ ଦିଆଯାଇଛି। FPF ଅନୁସାରେ, ରୋନାଲ୍ଡୋଙ୍କ ସ୍ୱାସ୍ଥ୍ୟାବସ୍ଥା ସ୍ଥିର ରହିଥିବା ବେଳେ ତାଙ୍କ ଠାରେ କରୋନାରେଋ କୌଣସି ଲକ୍ଷଣ ଦେଖାଯାଉ ନାହିଁ। ସେ ବର୍ତ୍ତମାନ ଆଇସୋଲେସନ୍ରେ ରହିଛନ୍ତି। ସ୍ୱିଡେନ୍ ଓ ପର୍ତ୍ତୁଗାଲ ମଧ୍ୟରେ […]
ଭୁବନେଶ୍ୱର: ଦିନକରେ ଓଡ଼ିଶାରେ ୨,୬୦୪ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଖୋର୍ଦ୍ଧାରୁ ସର୍ବାଧିକ ୩୮୫ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ନୂଆ ୨,୬୦୪ ଆକ୍ରାନ୍ତଙ୍କ ମଧ୍ୟରୁ ୧,୫୧୧ ଜଣ କ୍ୱାରେଣ୍ଟିନ୍ରେ ରହିଥିଲେ। ସେହିପରି ଲୋକାଲ୍ କଣ୍ଟାକ୍ଟସ୍ ୧,୦୯୩ ରହିଛି। ରାଜ୍ୟ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି। ଚିହ୍ନଟ ନୂଆ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୨,୫୯,୫୪୧ରେ ପହଞ୍ଚିଛି। ଆହୁରି ପଢ଼ନ୍ତୁ: ଦିନକରେ ଓଡ଼ିଶାରେ ଆଖି ବୁଜିଲେ […]
ଭୁବନେଶ୍ୱର: ଗତ ୨୪ ଘଣ୍ଟାରେ ରାଜ୍ୟରେ ୧୫ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି। ଏହାକୁ ମିଶାଇ ରାଜ୍ୟରେ ମୋଟ ମୃତ୍ୟୁ ସଂଖ୍ୟା ୧,୦୭୨ ହୋଇଛି। ଏ ନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। କଟକ ଜିଲ୍ଲାରୁ ୩ ଜଣ, ବାଲେଶ୍ୱର, ବୌଦ୍ଧ, ଗଞ୍ଜାମ, ଯାଜପୁରରୁ, କଳାହାଣ୍ଡି, କନ୍ଧମାଳ, କେନ୍ଦ୍ରାପଡ଼ା, ଖୋର୍ଦ୍ଧା, ମୟୂରଭଞ୍ଜ, ପୁରୀ, ରାୟଗଡ଼ା ଓ ସୁନ୍ଦରଗଡ଼ରୁ ଜଣେ ଲେଖାଏ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି। Regret to inform the demise […]
ଭୁବନେଶ୍ୱର: ଆଜି ରାଜ୍ୟରେ ୨୭୭୫ କରୋନା ଆକ୍ରାନ୍ତ ସୁସ୍ଥ ହେଲେ। ରାଜ୍ୟରେ ମୋଟ୍ ଆରୋଗ୍ୟ ସଂଖ୍ୟା ୨ ଲକ୍ଷ ୩୫ ହଜାର ୭୬୩କୁ ବୃଦ୍ଧି ହୋଇଛି। ଏ ନେଇ ଟ୍ୱିଟ୍ ଯୋଗେ ସୂଚନା ଦେଇଛି ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ। କେଉଁ ଜିଲ୍ଲାରୁ କେତେ:- ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୫୦୦, ନୂଆପଡ଼ା-୧୮୯, କଟକ- ୧୮୩, ବରଗଡ଼- ୧୪୮, କେନ୍ଦ୍ରାପଡ଼ା- ୧୩୬, ଅନୁଗୁଳ- ୧୨୩, ଯାଜପୁର- ୧୧୭, ଭଦ୍ରକରୁ ୧୧୪, ସମ୍ବଲପୁର ଜିଲ୍ଲାରୁ ୧୦୫, ଷ୍ଟେଟ୍ […]
ନୂଆଦିଲ୍ଲୀ: କରୋନା ଭୂତାଣୁକୁ ନେଇ ସାମ୍ନାକୁ ଆସିଲା ଚିନ୍ତାଜନକ ତଥ୍ୟ। ହର୍ଡ ଇମ୍ୟୁନିଟି ବା ଗୋଷ୍ଠୀ ପ୍ରତିରୋଧ କ୍ଷମତା କରୋନା ଭୂତାଣୁ ସଂକ୍ରମଣକୁ ରୋକିବାରେ ସାହାଯ୍ୟ କରିବ ବୋଲି ପୂର୍ବରୁ ଗବେଷକମାନେ କହୁଥିଲେ। ହେଲେ କରୋନାକୁ ରୋକିବାର ସଠିକ୍ ଉପାୟ ନୁହେଁ ବୋଲି କୁହାଯାଉଛି। ହର୍ଡ ଇମୁ୍ୟନିଟି ବା ଗୋଷ୍ଠୀ ପ୍ରତିରୋଧ କ୍ଷମତା କୌଣସି ନିର୍ଦ୍ଦିଷ୍ଟ ଅଞ୍ଚଳର ୬୦-୭୦ ପ୍ରତିଶତ ଲୋକ ସଂକ୍ରମିତ ହୋଇଗଲେ, ସେଠାରେ ହର୍ଡ ଇମ୍ୟୁନିଟି ଆସିଯିବ । କରୋନା ମହାମାରୀକୁ ଏହି ଉପାୟରେ […]
ଭୁବନେଶ୍ୱର: ରାଜ୍ୟରେ ଆଜି ଦୈନିକ କରୋନା ସଂକ୍ରମଣ ୪ ହଜାର ଟପିଛି। ଦ୍ରୁତ ଗତିରେ ବଢୁଥିବା ସଂକ୍ରମଣ ହାର ରାଜ୍ୟବାସୀଙ୍କ ନିଦ ହଜାଇ ଦେଇଛନ୍ତି। ସବୁଠାରୁ ବେଶି ଚିନ୍ତା ବଢାଇଛି ଖୋର୍ଦ୍ଧା ଓ ସୁନ୍ଦରଗଡ । ଏହି ଦୁଇ ଜିଲ୍ଲାରୁ ସବୁବେଳେ…
ନୂଆଦିଲ୍ଲୀ: ସାରା ବିଶ୍ୱ କରୋନା ଭାଇରସ ସଂକ୍ରମଣକୁ ନେଇ ଚିନ୍ତାରେ ପଡିଛି। କେବଳ ରୁଷ୍କୁ ବାଦ୍ ଦେଲେ କେହି ଆଜିଯାଏ ଭାକ୍ସିନ ବାହାର କରିବାରେ ସଫଳ ହୋଇ ନାହାନ୍ତି। ତେବେ ଖୁସିର କଥା, ଗୋଟିଏ ଭାକ୍ସିନ ବାହାର କରିବା ପରେ ଏବେ ଆଉ ଏକ ଭାକ୍ସିନ ବିକଶିତ କରିବାରେ ସଫଳ ହୋଇଛି ବୋଲି ଦାବି କରିଛି। ରୁଷ ରାଷ୍ଟ୍ରପତି ବ୍ଲାଦିମାର ପୁଟିନ୍ ବୁଧବାର ଏ ବିଷୟରେ ଘୋଷଣା କରି କହିଛନ୍ତି, ରୁଷ କରୋନା ଭାଇସର ସଂକ୍ରମଣର ୨ୟ […]
ଭୁବନେଶ୍ୱର: ଆଜି ରାଜ୍ୟରେ ୧୭ କରୋନା ରୋଗୀଙ୍କ ମୃତ୍ୟୁ ଘଟିଛି। ଏହାକୁ ମିଶାଇ ମୋଟ ମୃତକଙ୍କ ସଂଖ୍ୟା ୧, ୦୮୯ ଛୁଇଛି। ଏ ନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଆଜି ଭୁବନେଶ୍ୱରରେ ସର୍ବାଧିକ ୪ ଜଣ କରୋନା ରୋଗୀ ଆଖି ବୁଜିଛନ୍ତି। ସେହିପରି କଟକରେ ୩, ସୁନ୍ଦରଗଡ, ଗଞ୍ଜମରେ ୨ ଜଣ ଲେଖାଏ କରୋନା ରୋଗୀଙ୍କ ମୃତ୍ୟୁ ଘଟିଛି। ସୂଚନାଥାଉ କି, ଦିନକରେ ଓଡ଼ିଶାରେ ୨,୪୭୦ ନୂଆ କରୋନା ଆକ୍ରାନ୍ତ […]
ଭୁବନେଶ୍ୱର: ଦିନକରେ ଓଡ଼ିଶାରେ ୨,୪୭୦ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଖୋର୍ଦ୍ଧାରୁ ସର୍ବାଧିକ ୩୬୮ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ନୂଆ ୨,୪୭୦ ଆକ୍ରାନ୍ତଙ୍କ ମଧ୍ୟରୁ ୧,୪୬୨ ଜଣ କ୍ୱାରେଣ୍ଟିନ୍ରେ ରହିଥିଲେ। ସେହିପରି ଲୋକାଲ୍ କଣ୍ଟାକ୍ଟସ୍ ୧,୦୦୮ ରହିଛି। ରାଜ୍ୟ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି। ଚିହ୍ନଟ ନୂଆ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୨,୬୨,୦୧୧ରେ ପହଞ୍ଚିଛି।
ଭୁବନେଶ୍ୱର: ଦିନକରେ ଓଡ଼ିଶାରେ ୨,୧୩୮ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଖୋର୍ଦ୍ଧାରୁ ସର୍ବାଧିକ ୩୬୧ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ନୂଆ ୨,୧୩୮ ଆକ୍ରାନ୍ତଙ୍କ ମଧ୍ୟରୁ ୧,୨୫୧ ଜଣ କ୍ୱାରେଣ୍ଟିନ୍ରେ ରହିଥିଲେ। ସେହିପରି ଲୋକାଲ୍ କଣ୍ଟାକ୍ଟସ୍ ୮୮୭ ରହିଛି। ରାଜ୍ୟ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି। ଚିହ୍ନଟ ନୂଆ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୨,୬୪,୧୪୯ରେ ପହଞ୍ଚିଛି।
ଭୁବନେଶ୍ୱର: ଆଜି ରାଜ୍ୟରେ ୧୫ କରୋନା ରୋଗୀଙ୍କ ମୃତ୍ୟୁ ଘଟିଛି। ଏହାକୁ ମିଶାଇ ମୋଟ ମୃତକଙ୍କ ସଂଖ୍ୟା ୧୧୦୪ ଛୁଇଛି। ଏ ନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। Regret to inform the demise of fifteen #COVID19 positive patients while under treatment in hospitals. 1. A 65-year old male of Bhubaneswar who was also suffering from Diabetes. 2. A […]
ଭୁବନେଶ୍ୱର: ଅବହେଳା କଲେ କରୋନା ସଂକ୍ରମଣ ବଢ଼ିବ। ସେପ୍ଟେମ୍ବର ୨୫ ପରଠାରୁ ରାଜ୍ୟରେ ସଂକ୍ରମଣ ହାର କମିବା ଆରମ୍ଭ କରିଛି। ଏଭଳି ସୂଚନା ଦେଇଛନ୍ତି ILS ନିର୍ଦ୍ଦେଶକ ଅଜୟ ପରିଡ଼ା। ସେପ୍ଟେମ୍ୱର ୧୧ ତାରିଖରୁ ୨୫ ତାରିଖ ମଧ୍ୟରେ ଦୈନିକ ପାଖାପାଖି ୪ହଜାର ୨୦୦ ସଂକ୍ରମିତ ହେଉଥିଲେ, ହେଲେ ୨୫ତାରିଖ ପରଠାରୁ ଦୈନିକ ସଂକ୍ରମିତଙ୍କ ସଂଖ୍ୟା ୨ ହଜାରରୁ ୨୫୦୦ ଭିତରେ ରହିଛି ରାଜ୍ୟରେ ଟେଷ୍ଟିଂ କମିନି, ହେଲେ ବର୍ଷା ଦିନ ହୋଇଥିବାରୁ ସାମ୍ପଲ ସଂଗ୍ରହ ସାମାନ୍ୟ […]
ଭୁବନେଶ୍ୱର: ରାଜ୍ୟର କରୋନା ସ୍ଥିତି ଅନୁଧ୍ୟାନ କରିବାକୁ ଓଡ଼ିଶା ଆସିବ କେନ୍ଦ୍ରୀୟ ଟିମ୍ । କେନ୍ଦ୍ର ସରକାରଙ୍କ ତରଫରୁ ଏହି ନିଷ୍ପତ୍ତି ନିଆଯାଇଛି । କେନ୍ଦ୍ରୀୟ ଟିମ୍ ବିଭିନ୍ନ ରାଜ୍ୟକୁ ଯାଇ ସ୍ଥିତି ସମୀକ୍ଷା କରି ରିପୋର୍ଟ ଦେବ । ଏହାପରେ…
ଭୁବନେଶ୍ୱର: ଭୁବନେଶ୍ୱରରେ କରୋନା ସଂକ୍ରମଣ କମୁଛି। ଭୁବନେଶ୍ୱର କରୋନା ସ୍ଥିତି ନେଇ ସୂଚନା ଦେଇ ଏଭଳି କହିଛନ୍ତି ବିଏମ୍ସି କମିଶନର ପ୍ରେମଚନ୍ଦ୍ର ଚୌଧୁରୀ। ରାଜଧାନୀରେ କରୋନା କେସ୍ କମୁଥିବାରୁ ଦୁଇଟି କୋଭିଡ କେୟାର ସେଣ୍ଟର ବନ୍ଦ କରାଯାଇଥିବା ସେ ସୂଚନା ଦେଇଛନ୍ତି। ଜାମୁଝରି ଓ ଜଟଣୀରେ ଥିବା ଦୁଇଟି ସିସିସିର ୭୫୦ ବେଡ୍ ବନ୍ଦ କରାଯାଇଥିବା ସେ କହିଛନ୍ତି। ଏହା ବ୍ୟତୀତ ପୂଜା ଋତୁରେ ଅଧିକ ସତର୍କ ରହିବାକୁ ପରାମର୍ଶ ଦେଇଛନ୍ତି କମିଶନର। ଅନ୍ୟପଟେ ଗତ ୨୪ […]
ଭୁବନେଶ୍ୱର: ରାଜ୍ୟରୁ ଆଉ ୨୮୫୦ କରୋନା ଆକ୍ରାନ୍ତ ସୁସ୍ଥ ହେଲେ। ୨୮୫୦ସୁସ୍ଥଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୫୬୩ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ୱିଟ୍ କରି ସୂଚନା ଦିଆଯାଇଛି। ଆଜି ଆରୋଗ୍ୟ ହୋଇଥିବା ସୁସ୍ଥଙ୍କ ମଧ୍ୟରେ ଷ୍ଟେଟ୍ ପୁଲ୍ ୨୦୩, କଟକ- ୧୮୪, ପୁରୀ- ୧୪୭ ଅନୁଗୁଳ- ୧୩୮, ସମ୍ବଲପୁର- ୧୩୭, କେନ୍ଦ୍ରାପଡ଼ାରୁ ୧୩୩ ସୁସ୍ଥ ହୋଇଛନ୍ତି। ସେହିପରି ବରଗଡ଼- ୯୮, ନବରଙ୍ଗପୁର- ୮୯, ଯାଜପୁର- […]
ଭୁବନେଶ୍ୱର: ଦିନକରେ ଓଡ଼ିଶାରେ ୨,୧୯୬ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଖୋର୍ଦ୍ଧାରୁ ସର୍ବାଧିକ ୨୫୯ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ନୂଆ ୨,୧୯୬ ଆକ୍ରାନ୍ତଙ୍କ ମଧ୍ୟରୁ ୧,୨୭୪ ଜଣ କ୍ୱାରେଣ୍ଟିନ୍ରେ ରହିଥିଲେ। ସେହିପରି ଲୋକାଲ୍ କଣ୍ଟାକ୍ଟସ୍ ୯୨୨ ରହିଛି। ରାଜ୍ୟ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି। ଚିହ୍ନଟ ନୂଆ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୨,୬୬,୩୪୫ରେ ପହଞ୍ଚିଛି। ପଢ଼ନ୍ତୁ: ରାଜ୍ୟରେ ୧୭ କରୋନା ରୋଗୀ ଆଖି ବୁଜିଲେ
ଭୁବନେଶ୍ୱର: ଆଜି ରାଜ୍ୟରେ ୧୭ କରୋନା ରୋଗୀଙ୍କ ମୃତ୍ୟୁ ଘଟିଛି। ଏହାକୁ ମିଶାଇ ମୋଟ ମୃତକଙ୍କ ସଂଖ୍ୟା ୧୧୨୧ ଛୁଇଁଛି। ଭୁବନେଶ୍ୱରରୁ ସର୍ବାଧିକ ୪ ଜଣଙ୍କର ମୃତ୍ୟୁ ଘଟିଥିବାବେଳେ କଟକରୁ ୨ ଜଣ କରୋନା ରୋଗୀଙ୍କ ମୃତ୍ୟୁ ଘଟିଛି। ସୂଚନାଥାଉ କି, ଦିନକରେ ଓଡ଼ିଶାରେ ୨୧୯୬ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଖୋର୍ଦ୍ଧାରୁ ସର୍ବାଧିକ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। 2.A 69 year old male of Balasore District who was suffering from Diabetes […]
ଭୁବନେଶ୍ୱର: ଚଳିତ ମାସ ଦ୍ୱିତୀୟ ସପ୍ତାହ ବେଳକୁ ରାଜ୍ୟରେ କମିପାରେ କରୋନା ସଂକ୍ରମଣ। ଆଜି ଏନେଇ ସୂଚନା ଦେଇଛନ୍ତି ସ୍ୱାସ୍ଥ୍ୟ ନିର୍ଦ୍ଦେଶକ ବିଜୟ ମହାପାତ୍ର। ଦେଶର ଅନ୍ୟ ରାଜ୍ୟରେ ସଂକ୍ରମଣ କମିଛି। ସେହି ଧାରାରେ ଓଡ଼ିଶାରେ ବି କମିପାରେ ସଂକ୍ରମଣ। ସେପଟେ…
ନୂଆଦିଲ୍ଲୀ: ଏବେ ତଳ ମୁହାଁ ହୋଇଛି ଦେଶରେ କୋଭିଡ ଆକ୍ଟିଭ କେସ୍। ଦୀର୍ଘ ଦେଢ଼ ମାସ ପରେ କୋଭିଡ ଆକ୍ଟିଭ ସଂଖ୍ୟା ଖସି ୮ ଲକ୍ଷ ତଳେ ରହିଛି। ଏନେଇ ଆଜି କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ପକ୍ଷରୁ ସୂଚନା ମିଳିଛି। ଦେଶରେ ମୋଟ୍ ଆକ୍ରାନ୍ତଙ୍କ ମଧ୍ୟରୁ ବର୍ତ୍ତମାନ ସୁଦ୍ଧା ୧୦.୭୦ ପ୍ରତିଶତ ଆକ୍ଟିଭ୍ କେସ ରହିଛି। ସେପ୍ଟେମ୍ବର ୧ ତାରିଖରେ ଦେଶରେ ୭ ଲକ୍ଷ ୮୫ ହଜାର ୯୯୬ କରୋନା ଆକ୍ଟିଭ କେସ […]