• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

COVID-19 Updates

putin
ଋଷ ଦ୍ୱିତୀୟ ଭାକ୍ସିନ ବାହାର କରିଥିବା ଦାବି କଲେ ପୁଟିନ

ନୂଆଦିଲ୍ଲୀ: ସାରା ବିଶ୍ୱ କରୋନା ଭାଇରସ ସଂକ୍ରମଣକୁ ନେଇ ଚିନ୍ତାରେ ପଡିଛି। କେବଳ ରୁଷ୍‌କୁ ବାଦ୍‌ ଦେଲେ କେହି ଆଜିଯାଏ ଭାକ୍ସିନ ବାହାର କରିବାରେ ସ‍‍ଫଳ ହୋଇ ନାହାନ୍ତି। ତେବେ ଖୁସିର କଥା, ଗୋଟିଏ ଭାକ୍ସିନ ବାହାର କରିବା ପରେ ଏବେ ଆଉ ଏକ ଭାକ୍ସିନ ବିକଶିତ କରିବାରେ ସଫଳ ହୋଇଛି ବୋଲି ଦାବି କରିଛି। ରୁଷ ରାଷ୍ଟ୍ରପତି ବ୍ଲାଦିମାର ପୁଟିନ୍‌ ବୁଧବାର ଏ ବିଷୟରେ ଘୋଷଣା କରି କହିଛନ୍ତି, ରୁଷ କରୋନା ଭାଇସର ସଂକ୍ରମଣର ୨ୟ […]

  • Friday, 02 July 2021
cinbd
ଆଖି ବୁଜିଲେ ୧୭ କରୋନା ରୋଗୀ

ଭୁବନେଶ୍ୱର: ଆଜି ରାଜ୍ୟରେ ୧୭  କରୋନା ରୋଗୀଙ୍କ ମୃତ୍ୟୁ ଘଟିଛି। ଏହାକୁ ମିଶାଇ ମୋଟ ମୃତକଙ୍କ ସଂଖ୍ୟା ୧, ୦୮୯ ଛୁଇଛି। ଏ ନେଇ ରାଜ୍ୟ  ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଆଜି ଭୁବନେଶ୍ୱରରେ ସର୍ବାଧିକ ୪ ଜଣ କରୋନା ରୋଗୀ ଆଖି ବୁଜିଛନ୍ତି। ସେହିପରି କଟକରେ ୩, ସୁନ୍ଦରଗଡ, ଗଞ୍ଜମରେ ୨ ଜଣ ଲେଖାଏ କରୋନା ରୋଗୀଙ୍କ ମୃତ୍ୟୁ ଘଟିଛି। ସୂଚନାଥାଉ କି, ଦିନକରେ ଓଡ଼ିଶାରେ ୨,୪୭୦ ନୂଆ କରୋନା ଆକ୍ରାନ୍ତ‌ […]

  • Friday, 02 July 2021
corona 1
ଦିନକରେ ଓଡ଼ିଶାରେ ୨,୪୭୦ କରୋନା ଆକ୍ରାନ୍ତ‌ ଚିହ୍ନଟ, ଖୋର୍ଦ୍ଧାରୁ କେବଳ ୩୬୮

ଭୁବନେଶ୍ୱର: ଦିନକରେ ଓଡ଼ିଶାରେ ୨,୪୭୦ ନୂଆ କରୋନା ଆକ୍ରାନ୍ତ‌ ଚିହ୍ନଟ ହୋଇଛନ୍ତି। ଖୋର୍ଦ୍ଧାରୁ ସର୍ବାଧିକ ୩୬୮ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ନୂଆ ୨,୪୭୦ ଆକ୍ରାନ୍ତଙ୍କ ମଧ୍ୟରୁ ୧,୪୬୨ ଜଣ କ୍ୱାରେଣ୍ଟିନ୍‌ରେ ରହିଥିଲେ। ସେହିପରି ଲୋକାଲ୍ କଣ୍ଟାକ୍ଟସ୍‌ ୧,୦୦୮ ରହିଛି। ରାଜ୍ୟ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି। ଚିହ୍ନଟ ନୂଆ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୨,୬୨,୦୧୧ରେ ପହଞ୍ଚିଛି।

  • Friday, 02 July 2021
corona
ଓଡ଼ିଶାରେ କରୋନା ଗ୍ରାଫ୍‌ ତଳମୁହାଁ, ଚିହ୍ନଟ ହେଲେ ୨,୧୩୮ ନୂଆ ପଜିଟିଭ୍‌

ଭୁବନେଶ୍ୱର: ଦିନକରେ ଓଡ଼ିଶାରେ ୨,୧୩୮ ନୂଆ କରୋନା ଆକ୍ରାନ୍ତ‌ ଚିହ୍ନଟ ହୋଇଛନ୍ତି। ଖୋର୍ଦ୍ଧାରୁ ସର୍ବାଧିକ ୩୬୧ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ନୂଆ ୨,୧୩୮ ଆକ୍ରାନ୍ତଙ୍କ ମଧ୍ୟରୁ ୧,୨୫୧ ଜଣ କ୍ୱାରେଣ୍ଟିନ୍‌ରେ ରହିଥିଲେ। ସେହିପରି ଲୋକାଲ୍ କଣ୍ଟାକ୍ଟସ୍‌ ୮୮୭ ରହିଛି। ରାଜ୍ୟ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି। ଚିହ୍ନଟ ନୂଆ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୨,୬୪,୧୪୯ରେ ପହଞ୍ଚିଛି।

  • Friday, 02 July 2021
corona
ରାଜ୍ୟରେ ଆଉ ୧୫ କରୋନା ରୋଗୀଙ୍କ ମୃତ୍ୟୁ

ଭୁବନେଶ୍ୱର: ଆଜି ରାଜ୍ୟରେ ୧୫ କରୋନା ରୋଗୀଙ୍କ ମୃତ୍ୟୁ ଘଟିଛି। ଏହାକୁ ମିଶାଇ ମୋଟ ମୃତକଙ୍କ ସଂଖ୍ୟା ୧୧୦୪ ଛୁଇଛି। ଏ ନେଇ ରାଜ୍ୟ  ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। Regret to inform the demise of fifteen #COVID19 positive patients while under treatment in hospitals. 1. A 65-year old male of Bhubaneswar who was also suffering from Diabetes. 2. A […]

  • Friday, 02 July 2021
ils
'ଅବହେଳା କଲେ ବଢ଼ିବ କରୋନା ସଂକ୍ରମଣ'

ଭୁବନେଶ୍ୱର: ଅବହେଳା କଲେ କରୋନା ସଂକ୍ରମଣ ବଢ଼ିବ। ସେପ୍ଟେମ୍ବର ୨୫ ପରଠାରୁ ରାଜ୍ୟରେ ସଂକ୍ରମଣ ହାର କମିବା ଆରମ୍ଭ କରିଛି। ଏଭଳି ସୂଚନା ଦେଇଛନ୍ତି ILS ନିର୍ଦ୍ଦେଶକ ଅଜୟ ପରିଡ଼ା। ସେପ୍ଟେମ୍ୱର ୧୧ ତାରିଖରୁ ୨୫ ତାରିଖ ମଧ୍ୟରେ ଦୈନିକ ପାଖାପାଖି ୪ହଜାର ୨୦୦ ସଂକ୍ରମିତ ହେଉଥିଲେ, ହେଲେ ୨୫ତାରିଖ ପରଠାରୁ ଦୈନିକ ସଂକ୍ରମିତଙ୍କ ସଂଖ୍ୟା ୨ ହଜାରରୁ ୨୫୦୦ ଭିତରେ ରହିଛି ରାଜ୍ୟରେ ଟେଷ୍ଟିଂ କମିନି, ହେଲେ ବର୍ଷା ଦିନ ହୋଇଥିବାରୁ ସାମ୍ପଲ ସଂଗ୍ରହ ସାମାନ୍ୟ […]

  • Friday, 02 July 2021
corona
କରୋନା ସ୍ଥିତି ଅନୁଧ୍ୟାନ ପାଇଁ ଓଡ଼ିଶା ଆସିବ କେନ୍ଦ୍ରୀୟ ଟିମ୍

ଭୁବନେଶ୍ୱର: ରାଜ୍ୟର କରୋନା ସ୍ଥିତି ଅନୁଧ୍ୟାନ କରିବାକୁ ଓଡ଼ିଶା ଆସିବ କେନ୍ଦ୍ରୀୟ ଟିମ୍ । କେନ୍ଦ୍ର ସରକାରଙ୍କ ତରଫରୁ ଏହି ନିଷ୍ପତ୍ତି ନିଆଯାଇଛି । କେନ୍ଦ୍ରୀୟ ଟିମ୍‌ ବିଭିନ୍ନ ରାଜ୍ୟକୁ ଯାଇ ସ୍ଥିତି ସମୀକ୍ଷା କରି ରିପୋର୍ଟ ଦେବ । ଏହାପରେ…

bhubaneswar
ଭୁବନେଶ୍ୱରରେ କମୁଛି କରୋନା ସଂକ୍ରମଣ; ୨୪ ଘଣ୍ଟାରେ ଚିହ୍ନଟ ହେଲେ ୨୪୩

ଭୁବନେଶ୍ୱର: ଭୁବନେଶ୍ୱରରେ କରୋନା ସଂକ୍ରମଣ କମୁଛି। ଭୁବନେଶ୍ୱର କରୋନା ସ୍ଥିତି ନେଇ ସୂଚନା ଦେଇ ଏଭଳି କହିଛନ୍ତି ବିଏମ୍‌ସି କମିଶନର ପ୍ରେମଚନ୍ଦ୍ର ଚୌଧୁରୀ। ରାଜଧାନୀରେ କରୋନା କେସ୍ କମୁଥିବାରୁ ଦୁଇଟି କୋଭିଡ କେୟାର ସେଣ୍ଟର ବନ୍ଦ କରାଯାଇଥିବା ସେ ସୂଚନା ଦେଇଛନ୍ତି। ଜାମୁଝରି ଓ ଜଟଣୀରେ ଥିବା ଦୁଇଟି ସିସିସିର ୭୫୦ ବେଡ୍ ବନ୍ଦ କରାଯାଇଥିବା ସେ କହିଛନ୍ତି। ଏହା ବ୍ୟତୀତ ପୂଜା ଋତୁରେ ଅଧିକ ସତର୍କ ରହିବାକୁ ପରାମର୍ଶ ଦେଇଛନ୍ତି କମିଶନର। ଅନ୍ୟପଟେ ଗତ ୨୪ […]

  • Friday, 02 July 2021
coronaviryus
ଆଜି ୨୮୫୦ କରୋନା ଆକ୍ରାନ୍ତ ସୁସ୍ଥ; ଏହି ଜିଲ୍ଲାରୁ ସର୍ବାଧିକ

ଭୁବନେଶ୍ୱର: ରାଜ୍ୟରୁ ଆଉ ୨୮୫୦ କରୋନା ଆକ୍ରାନ୍ତ ସୁସ୍ଥ ହେଲେ। ୨୮୫୦ସୁସ୍ଥଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୫୬୩ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ୱିଟ୍ କରି ସୂଚନା ଦିଆଯାଇଛି। ଆଜି ଆରୋଗ୍ୟ ହୋଇଥିବା ସୁସ୍ଥଙ୍କ ମଧ୍ୟରେ ଷ୍ଟେଟ୍ ପୁଲ୍ ୨୦୩, କଟକ- ୧୮୪, ପୁରୀ- ୧୪୭ ଅନୁଗୁଳ- ୧୩୮, ସମ୍ବଲପୁର- ୧୩୭, କେନ୍ଦ୍ରାପଡ଼ାରୁ ୧୩୩ ସୁସ୍ଥ ହୋଇଛନ୍ତି। ସେହିପରି ବରଗଡ଼- ୯୮, ନବରଙ୍ଗପୁର- ୮୯, ଯାଜପୁର- […]

  • Friday, 02 July 2021
corona
ଖୋର୍ଦ୍ଧାରେ କମୁଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା, ଦିନକରେ ଓଡ଼ିଶାରେ ୨,୧୯୬ ପଜିଟିଭ୍‌‌ ଚିହ୍ନଟ

ଭୁବନେଶ୍ୱର: ଦିନକରେ ଓଡ଼ିଶାରେ ୨,୧୯୬ ନୂଆ କରୋନା ଆକ୍ରାନ୍ତ‌ ଚିହ୍ନଟ ହୋଇଛନ୍ତି। ଖୋର୍ଦ୍ଧାରୁ ସର୍ବାଧିକ ୨୫୯ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ନୂଆ ୨,୧୯୬ ଆକ୍ରାନ୍ତଙ୍କ ମଧ୍ୟରୁ ୧,୨୭୪ ଜଣ କ୍ୱାରେଣ୍ଟିନ୍‌ରେ ରହିଥିଲେ। ସେହିପରି ଲୋକାଲ୍ କଣ୍ଟାକ୍ଟସ୍‌ ୯୨୨ ରହିଛି। ରାଜ୍ୟ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି। ଚିହ୍ନଟ ନୂଆ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୨,୬୬,୩୪୫ରେ ପହଞ୍ଚିଛି। ପଢ଼ନ୍ତୁ: ରାଜ୍ୟରେ ୧୭ କରୋନା ରୋଗୀ ଆଖି ବୁଜିଲେ

corona-1111
ରାଜ୍ୟରେ ୧୭ କରୋନା ରୋଗୀ ଆଖି ବୁଜିଲେ

ଭୁବନେଶ୍ୱର: ଆଜି ରାଜ୍ୟରେ ୧୭ କରୋନା ରୋଗୀଙ୍କ ମୃତ୍ୟୁ ଘଟିଛି। ଏହାକୁ ମିଶାଇ ମୋଟ ମୃତକଙ୍କ ସଂଖ୍ୟା ୧୧୨୧ ଛୁଇଁଛି। ଭୁବନେଶ୍ୱରରୁ ସର୍ବାଧିକ ୪ ଜଣଙ୍କର ମୃତ୍ୟୁ ଘଟିଥିବାବେଳେ କଟକରୁ ୨ ଜଣ କରୋନା ରୋଗୀଙ୍କ ମୃତ୍ୟୁ ଘଟିଛି। ସୂଚନାଥାଉ କି, ଦିନକରେ ଓଡ଼ିଶାରେ ୨୧୯୬ ନୂଆ କରୋନା ଆକ୍ରାନ୍ତ‌ ଚିହ୍ନଟ ହୋଇଛନ୍ତି। ଖୋର୍ଦ୍ଧାରୁ ସର୍ବାଧିକ  ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। 2.A 69 year old male of Balasore District who was suffering from Diabetes […]

  • Friday, 02 July 2021
vaccination
ରାଜ୍ୟରେ କେବେ କମିବ କରୋନା ସଂକ୍ରମଣ ? ପ୍ରତିକ୍ରିୟା ରଖିଲେ ସ୍ୱାସ୍ଥ୍ୟ ନିର୍ଦ୍ଦେଶକ

ଭୁବନେଶ୍ୱର: ଚଳିତ ମାସ ଦ୍ୱିତୀୟ ସପ୍ତାହ ବେଳକୁ ରାଜ୍ୟରେ କମିପାରେ କରୋନା ସଂକ୍ରମଣ। ଆଜି ଏନେଇ ସୂଚନା ଦେଇଛନ୍ତି ସ୍ୱାସ୍ଥ୍ୟ ନିର୍ଦ୍ଦେଶକ ବିଜୟ ମହାପାତ୍ର। ଦେଶର ଅନ୍ୟ ରାଜ୍ୟରେ ସଂକ୍ରମଣ କମିଛି। ସେହି ଧାରାରେ ଓଡ଼ିଶାରେ ବି କମିପାରେ ସଂକ୍ରମଣ। ସେପଟେ…

  • Friday, 02 July 2021
coronavirus
ଦେଶରେ କୋଭିଡ୍‌ ଆକ୍ଟିଭ କେସ୍ ତଳ ମୁହାଁ; ଦେଢ଼ ମାସ ପରେ ସଂଖ୍ୟା ୮ ଲକ୍ଷ ତଳେ

ନୂଆଦିଲ୍ଲୀ: ଏବେ ତଳ ମୁହାଁ ହୋଇଛି ଦେଶରେ କୋଭିଡ ଆକ୍ଟିଭ କେସ୍। ଦୀର୍ଘ ଦେଢ଼ ମାସ ପରେ କୋଭିଡ ଆକ୍ଟିଭ ସଂଖ୍ୟା ଖସି ୮ ଲକ୍ଷ ତଳେ ରହିଛି। ଏନେଇ ଆଜି କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ପକ୍ଷରୁ ସୂଚନା ମିଳିଛି। ଦେଶରେ ମୋଟ୍ ଆକ୍ରାନ୍ତଙ୍କ ମଧ୍ୟରୁ ବର୍ତ୍ତମାନ ସୁଦ୍ଧା ୧୦.୭୦ ପ୍ରତିଶତ ଆକ୍ଟିଭ୍ କେସ ରହିଛି। ସେପ୍ଟେମ୍ବର ୧ ତାରିଖରେ ଦେଶରେ ୭ ଲକ୍ଷ ୮୫ ହଜାର ୯୯୬ କରୋନା ଆକ୍ଟିଭ କେସ […]

  • Friday, 02 July 2021
Untitled-1
ଭୁବନେଶ୍ୱରରେ କମ୍‌ ଆକ୍ରାନ୍ତ ଅଧିକ ସୁସ୍ଥ ହେଲେ

ଭୁବନେଶ୍ୱର: ମହାନଗରରୁ ଆଉ ୨୧୬ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ୨୧୬ ମଧ୍ୟରୁ କ୍ୱାରେଣ୍ଟିନ୍‌ରୁ ୫୫, ଲୋକାଲ୍ କେସ୍ ୧୬୧ ରହିଛି। ଏନେଇ ଟ୍ୱିଟ୍ କରି ସୂଚନା ଦେଇଛି ବିଏମ୍‌ସି। ଆଜି ଚିହ୍ନଟ ହୋଇଥିବା ପଜିଟିଭ୍‌ଙ୍କ ମଧ୍ୟରୁ ଚନ୍ଦ୍ରଶେଖରପୁର ଓ ନୟାପଲ୍ଲୀରୁ ୧୧ ଲେଖାଏଁ ଲୋକାଲ୍ କେସ୍ ଚିହ୍ନଟ ହୋଇଛନ୍ତି। ସେହିଭଳି ପଟିଆ ଓ ୟୁନିଟ୍-୯ରୁ ୧୦ ଲେଖାଏଁ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ବଡ଼ଗଡ଼, ଲକ୍ଷ୍ମୀସାଗର ଓ ଖଣ୍ଡଗିରିରୁ ୭ ଲେଖାଏଁ ଆକ୍ରାନ୍ତ ଚିହ୍ନଟ […]

  • Friday, 02 July 2021
coronavirus-2
ରାଜ୍ୟରେ ଆଉ ୨୮୪୨ କରୋନା ଆକ୍ରାନ୍ତ ସୁସ୍ଥ

ଭୁବନେଶ୍ୱର: ରାଜ୍ୟରେ କରୋନା ସଂକ୍ରମଣରୁ ସୁସ୍ଥ ହେଲେ ଆଉ ୨୮୪୨ ଜଣ। ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୪୩୪ କରୋନା ଆକ୍ରାନ୍ତ ସୁସ୍ଥ ହୋଇଥିବା ନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା। ସେହିପରି କଟକରୁ ୨୩୭, ନୂଆପଡ଼ାରୁ ୧୬୧, ପୁରୀରୁ ୧୪୮ ଜଣ ସୁସ୍ଥ ହୋଇଥିବା ବେଳେ ସମ୍ବଲପୁର- ୧୩୬, ଅନୁଗୁଳ- ୧୧୯, କଳାହାଣ୍ଡିରୁ ୧୧୭ ସୁସ୍ଥ ହୋଇଛନ୍ତି। ଝାରସୁଗୁଡ଼ା- ୧୧୮, ଯାଜପୁର- ୧୦୦, ଭଦ୍ରକରୁ ୯୪ ସୁସ୍ଥ ହୋଇଥିବା ବେଳେ ବରଗଡ଼- […]

  • Friday, 02 July 2021
pm-modi
କରୋନା ସ୍ଥିତି ନେଇ ପ୍ରଧାନମନ୍ତ୍ରୀଙ୍କ ସମୀକ୍ଷା; ସଂକ୍ରମିତ ରାଜ୍ୟ ଭିତରେ ଟପ୍‌-୧୦ରେ ଓଡ଼ିଶା

ନୂଆଦିଲ୍ଲୀ: ନିର୍ବାଚନ ହେଉ କି ପ୍ରାକୃତିକ ବିପର୍ଯ୍ୟୟର ମୁକାବିଲା ଆୟୋଜନ ଭଳି ଦେଶବାସୀଙ୍କ ପାଖରେ କରୋନା ଭ୍ୟାକସିନ୍ ପହଞ୍ଚାଇବାକୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଗୁରୁତ୍ୱ ଦେଇଛନ୍ତି। ଦେଶରେ କୋଭିଡ୍-୧୯ ସ୍ଥିତିର ସମୀକ୍ଷା ଅବସରରେ ଆଜି ପ୍ରଧାନମନ୍ତ୍ରୀ ମୁଖ୍ୟତଃ ଭ୍ୟାକସିନ୍‌ରି ସ୍ଥିତି, ବିତରଣ ଓ ପ୍ରଶାସନିକ ପ୍ରସ୍ତୁତି ଉପରେ ଜୋର ଦେଇଥିଲେ। ଲୋକଙ୍କ ପାଖରେ ଯେତେ ଶୀଘ୍ର କରୋନା ଭ୍ୟାକସିନ ପହଞ୍ଚି ପାରିବ ସେଥିପାଇଁ ସ୍ୱତନ୍ତ୍ର ବିତରଣ ବ୍ୟବସ୍ଥା କରିବାକୁ କହିଥିଲେ। ନିର୍ବାଚନ ସମୟରେ ଯେଭଁଭଳି ଭାବେ ଆୟୋଜନ […]

  • Friday, 02 July 2021
coronavirus
ଓଡ଼ିଶାରେ କମୁଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା; ୨୪ ଘଣ୍ଟାରେ ୨,୦୧୯ ପଜିଟିଭ୍‌ ଚିହ୍ନଟ

ଭୁବନେଶ୍ୱର: ଦିନକରେ ଓଡ଼ିଶାରେ ୨,୦୧୯ ନୂଆ କରୋନା ଆକ୍ରାନ୍ତ‌ ଚିହ୍ନଟ ହୋଇଛନ୍ତି। ଖୋର୍ଦ୍ଧାରୁ ସର୍ବାଧିକ ୨୮୩ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ନୂଆ ୨,୦୧୯ ଆକ୍ରାନ୍ତଙ୍କ ମଧ୍ୟରୁ ୧,୧୬୮ ଜଣ କ୍ୱାରେଣ୍ଟିନ୍‌ରେ ରହିଥିଲେ। ସେହିପରି ଲୋକାଲ୍ କଣ୍ଟାକ୍ଟସ୍‌ ୮୫୧ ରହିଛି। ରାଜ୍ୟ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି। ଚିହ୍ନଟ ନୂଆ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୨,୬୮,୩୬୪ରେ ପହଞ୍ଚିଛି।

ଦିନକରେ ଓଡ଼ିଶାରେ ୧୪ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ

ଭୁବନେଶ୍ୱର: ଆଜି ରାଜ୍ୟରେ ୧୪ କରୋନା ରୋଗୀଙ୍କ ମୃତ୍ୟୁ ଘଟିଛି। ଏହାକୁ ମିଶାଇ ରାଜ୍ୟରେ ମୋଟ୍‌ କରୋନା ମୃତ୍ୟୁ ସଂଖ୍ୟା ୧,୧୩୫ରେ ପହଞ୍ଚିଛି। ଭୁବନେଶ୍ୱରରୁ ସର୍ବାଧିକ ୪ଜଣଙ୍କ ମୃତ୍ୟୁ ଘଟିଛି। କଟକ ଓ ଜଗତସିଂହପୁର ଜିଲ୍ଲାରୁ ୨ ଜଣ ଲେଖାଏ, ମୟୂରଭଞ୍ଜ, ପୁରୀ, ଢେଙ୍କାନାଳ, କନ୍ଧମାଳ, ବଲାଙ୍ଗିର ଓ ସମ୍ବଲପୁର ଜିଲ୍ଲାରୁ ଜଣେ ଲେଖାଏ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି। Regret to inform the demise of fourteen #COVID19 positive patients while under treatment […]

  • Friday, 02 July 2021
oldwoman
ମଣିଷ ଚର୍ମରେ କେତେ ସମୟ ଯାଏ ଆକ୍ଟିଭ୍‌ ରହିଥାଏ କରୋନା ଭାଇରସ୍‌ ? ସାମ୍ନାକୁ ଆସିଲା ତଥ୍ୟ

ଟୋକିଓ: ସାରା ବିଶ୍ୱରେ ମହାମାରୀ କରୋନା ଏହାର କାୟା ବିସ୍ତାର କରିସାରିଛି। କରୋନାର ମୁକାବିଲା କରିବା ଲାଗି ଅନେକ ଦେଶ  ଭ୍ୟାକ୍‌ସିନ୍‌ ବାହାର କରିବାରେ ମଧ୍ୟ ଲାଗି ପଡ଼ିଛନ୍ତି। ଏସବୁ ଭିତରେ ଗୋଟିଏ ପରେ ଗୋଟିଏ ତଥ୍ୟ ସାମ୍ନାକୁ ଆସୁଛି। ଯେଉଁଥିରେ କରୋନା ଭାଇରସ୍‌ ସମ୍ପର୍କରେ ନୂଆ ନୂଆ ତଥ୍ୟ ଜଣାପଡ଼ୁଛି। ଏକ ଷ୍ଟଡିରେ ଖୁଲାସା ହୋଇଛି ଯେ, କରୋନା ଭାଇରସ୍‌ ମଣିଷ ଚର୍ମରେ ୯ ଘଣ୍ଟା ପର୍ଯ୍ୟନ୍ତ ଆକ୍ଟିଭ୍‌ ରହିଥାଏ।  କରୋନା ଭାଇରସ୍‌କୁ ନେଇ ଜାପାନର […]

  • Friday, 02 July 2021
corona
ଆଜି ୩,୨୨୨ କରୋନା ପଜିଟିଭ୍‌ ଚିହ୍ନଟ, କଟକରୁ ସର୍ବାଧିକ

ଭୁବନେଶ୍ୱର: ଆଜି ବି ରାଜ୍ୟରେ ୩ ହଜାର ଉପରକୁ ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ଗତକାଲି ରାଜ୍ୟରେ ୩,୦୮୭ ପଜିଟିଭ୍‌ ଚିହ୍ନଟ ହୋଇଥିବା ବେଳେ ଆଜି ୩,୨୨୨ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଗତ ୨୪ ଘଣ୍ଟାରେ ରାଜ୍ୟରେ ୩,୨୨୨ ଆକ୍ରାନ୍ତ ଚିହ୍ନଟ ହୋଇଥିବା…

  • Friday, 02 July 2021
Capture 11
କରୋନା ସଂକ୍ରମଣ ହ୍ରାସ ପାଉଛି କିନ୍ତୁ ବେପରୁଆ ହେଲେ ପରିସ୍ଥିତି ଭୟାବହ ହେବ

ଭୁବନେଶ୍ୱର: B’ କ୍ୟାଟେଗୋରୀରେ ଥିବା ଜିଲ୍ଲା ଗୁଡ଼ିକରେ ଟିକିଏ ଅନିୟନ୍ତ୍ରିତ ଗତିବିଧି ଥିବାରୁ ସେଠାରେ ସଂକ୍ରମଣ ବୃଦ୍ଧି ପାଉଛି । କରୋନା ଭୂତାଣୁକୁ ଯେଉଁ ପରିବେଶ ଦରକାର, ତାହା ସେହି ଜିଲ୍ଲା ଗୁଡିକରେ ମିଳୁଛି । ଜୀବନ ଓ ଜୀବିକାକୁ ଗୁରୁତ୍ୱ…

bus
୨୦ ଜିଲ୍ଲାରେ ବସ୍‌ ଚଳାଚଳ ନେଇ ଜାରି ହେବ ଗାଇଡ୍‌ଲାଇନ୍‌

ଭୁବନେଶ୍ୱର: ଜୁଲାଇ ୧୬ ଯାଏ ରାଜ୍ୟରେ ଆଂଶିକ ଲକ୍‌ଡାଉନ୍‌ କଟକଣା ଅବଧିକୁ ବଢ଼ା ଯାଇଥିବା ବେଳେ ଆଜିଠୁ ନୂଆ ନିୟମ ଲାଗୁ ହୋଇଛି। କାଟାଗୋରୀ-‘A’ରେ ଆସୁଥିବା ୨୦ ଜିଲ୍ଲାରେ ଏଣିକି ସକାଳ ୬ରୁ ସଂଧ୍ୟା ୬ଟା ଯାଏ ସବୁ ଦୋକାନ ବଜାର…

  • Thursday, 01 July 2021
police
ମହଙ୍ଗା ପଡ଼ିଲା ଚା’ ଦୋକାନୀଙ୍କୁ ଗୋଇଠା ମାରିବା, ସସ୍‌ପେଣ୍ଡ୍‌ ହେଲେ ପୋଲିସ୍‌ ବାବୁ

ଭୁବନେଶ୍ୱର: ଦୋକାନ ଭିତରେ ପଶିଲେ, ଜିନିଷ ନେଇଗଲେ ଆଉ ଗୋଇଠା ପରେ ଗୋଇଠା ମାରି ଚାଲିଲେ ପୋଲିସ୍‌ ବାବୁ। ଚା’ ଦୋକାନୀଙ୍କୁ ଜଣେ ପୋଲିସ୍‌ କର୍ମୀ ମାଡ଼ ମାରିଥିବା ଅଭିଯୋଗ ହୋଇଛି। ଯାହାର ଦୃଶ୍ୟ CCTVରେ କଏଦ ହୋଇଛି। ରାଜଧାନୀ ଭୁବନେଶ୍ୱର…

  • Thursday, 01 July 2021
corona testing
୨୪ ଘଣ୍ଟାରେ ଓଡ଼ିଶାରେ ୩,୦୮୭ କରୋନା ସଂକ୍ରମିତ ଚିହ୍ନଟ, ୪୫ ମୃତ

ଭୁବନେଶ୍ୱର: ଗତ ୨୪ ଘଣ୍ଟାରେ ଓଡ଼ିଶାରେ ୩୦୮୭ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ଆଉ ୪୫ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି। ଏହାକୁ ମିଶାଇ ରାଜ୍ୟରେ ମୋଟ୍‌ କରୋନା ଜନିତ ମୃତ୍ୟୁ ସଂଖ୍ୟା ୪,୦୬୩ରେ ପହଞ୍ଚିଛି। ଚିହ୍ନଟ ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ କ୍ୱାରେଣ୍ଟିନ୍‌ରୁ…

  • Thursday, 01 July 2021
new rules
ଜୁଲାଇ ୧୬ ଯାଏ ରାଜ୍ୟରେ ଆଂଶିକ ଲକ୍‌ଡାଉନ୍‌ ଅବଧି ବୃଦ୍ଧି, ଆଜିଠୁ ନୂଆ କଟକଣା ଲାଗୁ

ଭୁବନେଶ୍ୱର: ଜୁଲାଇ ୧୬ ଯାଏ ରାଜ୍ୟରେ ଆଂଶିକ ଲକ୍‌ଡାଉନ୍‌ କଟକଣା ଅବଧିକୁ ବଢ଼ା ଯାଇଥିବା ବେଳେ ଆଜିଠୁ ନୂଆ କଟକଣା ଲାଗୁ ହୋଇଛି। ୫ ପ୍ରତିଶତରୁ କମ୍ ପଜିଟିଭିଟି ରେଟ୍ ଥିବା ଜିଲ୍ଲା ଗୁଡ଼ିକୁ ପୂର୍ବ ଭଳି କାଟାଗୋରୀ-‘A’ରେ ରଖାଯାଇଛି। ଏହି…

  • Thursday, 01 July 2021