ରାଜ୍ୟରେ ଦିନକରେ ୬୮୦ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। କ୍ୱାରେଣ୍ଟିନରୁ ୩୯୭, ଲୋକାଲ୍ କେସ୍ ୨୮୩ ଚିହ୍ନଟ ହୋଇଛନ୍ତି।
କରୋନାର ନୂଆ ଭାରିଆଣ୍ଟ୍ ଓମିକ୍ରନ୍କୁ ନେଇ ମଧ୍ୟ ଚିନ୍ତା ବଢ଼ିଛି। ଏସବୁ ଭିତରେ ଏକ ଚିନ୍ତାଜନକ ଖବର ସାମ୍ନାକୁ ଆସିଛି। ମିକ୍ରନ୍(Omicron)ପରେ ବୈଜ୍ଞାନିକମାନେ କରୋନାର ଆଉ ଏକ ଭାରିଏଣ୍ଟ୍ ଠାବ କରିଛନ୍ତି।
ଏକାଧିକ କରୋନା ପଜିଟିଭ୍ ଚିହ୍ନଟ ହେବା ପରେ ଭୁବନେଶ୍ୱର ବାଣୀବିହାର ସ୍ଥିତ ଡିସିପି ଅଫିସ୍କୁ BMC ସିଲ୍ କରିଛି। ଏନେଇ ବିଏମ୍ସି ଦକ୍ଷିଣ ପୂର୍ବ ଜୋନାଲ୍ ଡେପୁଟି କମିଶନରଙ୍କ ସୂଚନା ଦେଇଛନ୍ତି।
ପୁରୀ ସମୁଦ୍ରକୂଳ ନିକଟ ଏକ ହୋଟେଲ୍ରୁ ୩ ଜଣ ଓମିକ୍ରନ୍ ଆକ୍ରାନ୍ତ ଚିହ୍ନଟ ହେବା ପରେ କଣ୍ଟେନମେଣ୍ଟ ଘୋଷଣା କରାଯାଇଛି। ହୋଟେଲ୍ ସଲଗ୍ନ ଅଞ୍ଚଳକୁ ଜିଲ୍ଲା ପ୍ରଶାସନ ସଟ୍ଡାଉନ୍ ଘୋଷଣା କରିଛି।
ପୁରୀ ସମୁଦ୍ରକୂଳ ନିକଟ ଏକ ହୋଟେଲ୍ରୁ ୩ ଜଣ ଓମିକ୍ରନ୍ ଆକ୍ରାନ୍ତ ଚିହ୍ନଟ ହେବା ପରେ କଣ୍ଟେନମେଣ୍ଟ ଘୋଷଣା କରାଯାଇଛି। ହୋଟେଲ୍ ସଲଗ୍ନ ଅଞ୍ଚଳକୁ ଜିଲ୍ଲା ପ୍ରଶାସନ ସଟ୍ଡାଉନ୍ ଘୋଷଣା କରିଛି।
ଦେଶରେ ବଢ଼ିବାରେ ଲାଗିଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା । ଆଜି ପୁଣି ଥରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିଛି । ଗତ ୨୪ ଘଣ୍ଟାରେ ଦେଶରେ ୩୭ ହଜାର ୩୭୯ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।
ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୫୬ ହଜାର ୬୬୦କୁ ବୃଦ୍ଧି ହୋଇଛି।
ଅନେକ ସ୍ଥାନରେ ଶିକ୍ଷାନୁଷ୍ଠାନରେ ହିଁ ଟିକାକରଣ କେନ୍ଦ୍ର କରାଯାଇଛି। ଯେଉଁମାନେ ୨୦୦୭ କିମ୍ବା ତା ପୂର୍ବରୁ ଜନ୍ମ ହୋଇଛନ୍ତି, ସେହିମାନେ ଟିକା ନେଉଛନ୍ତି।
ଯେଉଁମାନେ ସମ୍ପର୍କରେ ଆସିଛନ୍ତି କରୋନା ଟେଷ୍ଟ କରିବାକୁ କଲେ ଅପିଲ୍ କଲେ କେଜରିଓ୍ୱାଲ
ୟୁରୋପରେ ପୁଣି ଭୟଙ୍କର ସ୍ଥିତି ସୃଷ୍ଟି କଲାଣି କରୋନା । ଭାରତରେ ବି ବେକାବୁ ହେଉଛି କରୋନା । ଏଭଳି ସ୍ଥିତିରେ ଗତ ୨୪ ଘଣ୍ଟାରେ ଦେଶରେ ଚିହ୍ନଟ ହୋଇଛନ୍ତି ୩୩,୭୫୦ ନୂଆ କରୋନା ଆକ୍ରାନ୍ତ । ଆଜିର ତଥ୍ୟ ସହ ଗତ ୬ଦିନର ସଂକ୍ରମଣ ତଥ୍ୟକୁ ହିସାବକୁ ନେଲେ ପାଖାପାଖି ୪ଗୁଣା ଲମ୍ବା ଡିଆଁ ମାରିଛି ମହାମାରୀ ।
ୟୁରୋପରେ ପୁଣି ଭୟଙ୍କର ସ୍ଥିତି ସୃଷ୍ଟି କଲାଣି କରୋନା । ଭାରତରେ ବି ବେକାବୁ ହେଉଛି କରୋନା । ଏଭଳି ସ୍ଥିତିରେ ଗତ ୨୪ ଘଣ୍ଟାରେ ଦେଶରେ ଚିହ୍ନଟ ହୋଇଛନ୍ତି ୩୩,୭୫୦ ନୂଆ କରୋନା ଆକ୍ରାନ୍ତ । ଆଜିର ତଥ୍ୟ ସହ ଗତ ୬ଦିନର ସଂକ୍ରମଣ ତଥ୍ୟକୁ ହିସାବକୁ ନେଲେ ପାଖାପାଖି ୪ଗୁଣା ଲମ୍ବା ଡିଆଁ ମାରିଛି ମହାମାରୀ ।
ଭିଡ଼ କମାଇବା ପାଇଁ ନିଜ ନିଜର ପନ୍ଥା ଆପଣେଇଛନ୍ତି ବିଭିନ୍ନ ରାଜ୍ୟର ସରକାର। ତେବେ ଓଡ଼ିଶାରେ ବି କରୋନା ଗ୍ରାଫ୍ ଏବେ ଉପରମୁହାଁ।
ଓମିକ୍ରନ ସଂକ୍ରମଣ ବୃଦ୍ଧି ନେଇ ସ୍ୱାସ୍ଥ୍ୟ ନିର୍ଦ୍ଦେଶକ ବିଜୟ ମହାପାତ୍ର କହିଛନ୍ତି ଯେ କାଲି ଚିହ୍ନଟ ୨୩ ଓମିକ୍ରନ ଆକ୍ରାନ୍ତଙ୍କ ମଧ୍ୟରୁ ୧୯ ଜଣଙ୍କ ଲକ୍ଷଣ ନାହିଁ। ଓମିକ୍ରନ ଅଧିକ ସଂକ୍ରମଣ କରିବ, କିନ୍ତୁ ସିଭିଅରିଟି ନାହିଁ। ଲୋକାଲ୍ରେ ଓମିକ୍ରନ ଅଛି ଓ ଏହା ଚିହ୍ନଟ ହେଉଛି। ତେଣୁ ସଂକ୍ରମଣ ହେବ। ରାଜ୍ୟରେ ୪୨୪ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।
ଦେଶରେ ଓମିକ୍ରନ ଆକ୍ରାନ୍ତଙ୍କ ସଂଖ୍ୟା ୧୭୦୦କୁ ବୃଦ୍ଧି ହୋଇଛି। ମହାରାଷ୍ଟ୍ରରେ ସର୍ବାଧିକ ୫୧୦, ଦିଲ୍ଲୀରେ ୩୫୧ ଚିହ୍ନଟ ହୋଇଛନ୍ତି।
୧୫ରୁ ୧୮ ବର୍ଷର ପିଲାଙ୍କୁ କରୋନା ଟିକା ନେଇ ପ୍ରସ୍ତୁତି ବୈଠକ ହୋଇଛି। ୨୦୦୭ ଡିସେମ୍ବର ୩୧ ସୁଦ୍ଧା ଜନ୍ମିତ ସବୁ ପିଲା ଟିକା ନେଇପାରିବେ।
ବିହାରରେ ପୁଣିଥରେ କରୋନା ସଂକ୍ରମଣ ବୃଦ୍ଧି ପାଇଛି। ଲନ୍ଦା ମେଡିକାଲ୍ କଲେଜ ଆଣ୍ଡ୍ ହସ୍ପିଟାଲ୍ରେ କେବଳ ୮୭ ଜଣ ଡାକ୍ତର ପଜିଟିଭ୍ ଚିହ୍ନଟ ହୋଇଛନ୍ତି।
ହୁ ହୁ ହୋଇ ମୁମ୍ବାଇରେ ବଢି ଚାଲିଛି ଓମିକ୍ରନ ଆକ୍ରାନ୍ତଙ୍କ ସଂଖ୍ୟା.
ଆଜିଠୁ ଆରମ୍ଭ ହେବ ୧୫-୧୮ ବର୍ଷ ପିଲାଙ୍କ କୋଭିଡ୍ ଟିକାକରଣ.. ଏଥିପାଇଁ ବେଶ ଉତ୍ସାହିତ ଅଛନ୍ତି ପିଲାମାନେ.. ଟିକା ନେବାକୁ ଉତ୍ସୁକ ପିଲାମାନେ କୋ-ଓ୍ୱିନ୍ ଆପରେ ନିଜକୁ ପଞ୍ଜିକୃତ କରିପାରିବେ..
ଦ୍ରୁତ ସଂକ୍ରମଣକୁ ଦୃଷ୍ଟିରେ ରଖି ମମତା ସରକାର ରାଜ୍ୟରେ କଡା କୋଭିଡ୍ କଟକଣା ଜାରି କରିଛନ୍ତି। ରାଜ୍ୟରେ ବନ୍ଦ ରହିବ ସମସ୍ତ ସ୍କୁଲ୍, କଲେଜ ଓ ୟୁନିଭର୍ସିଟି।
ରାଜ୍ୟର ଦୈନିକ କୋଭିଡ୍ ସଂକ୍ରମଣ ହଠାତ୍ ୪୨% ବଢ଼ିଯାଇଛି। ଗତକାଲି ରାଜ୍ୟରେ ୨୯୮ କୋଭିଡ୍ ପଜିଟିଭ ଚିହ୍ନଟ ହୋଇଥିବା ବେଳେ ଆଜି ଏ ସଂଖ୍ୟା ୪୨୪ରେ ପହଞ୍ଚିଛି।
ଆସନ୍ତାକାଲିଠାରୁ ଆରମ୍ଭ ହେବ କିଶୋରଙ୍କ ଟୀକାକରଣ। ଏଥିପାଇଁ ଶେଷ ହୋଇଛି ପ୍ରସ୍ତୁତି। ଟିକା ନେବାକୁ ଉତ୍ସାହିତ ହୋଇ ଜାନୁଆରୀ ପହିଲାରୁ ନାମ ପଞ୍ଜିକରଣ ସହ ସ୍ଲଟ୍ ବୁକିଂ ଆରମ୍ଭ କରିଦେଲେଣି କିଶୋର କିଶୋରୀ।
ରାଜ୍ୟର ଦୈନିକ କୋଭିଡ୍ ସଂକ୍ରମଣ ହଠାତ୍ ୪୨% ବଢ଼ିଯାଇଛି। ଗତକାଲି ରାଜ୍ୟରେ ୨୯୮ କୋଭିଡ୍ ପଜିଟିଭ ଚିହ୍ନଟ ହୋଇଥିବା ବେଳେ ଆଜି ଏ ସଂଖ୍ୟା ୪୨୪ରେ ପହଞ୍ଚିଛି।
ରାଜ୍ୟରେ ପଜିଟିଭିଟି ହାର ବଢୁଛି। ସ୍ଥାନୀୟ ଲୋକଙ୍କ ଟ୍ରାଭେଲ ହିଷ୍ଟ୍ରିର ଯାଞ୍ଚ ଚାଲିଛି।
ଆସନ୍ତା କାଲିଠାରୁ ଆରମ୍ଭ ହେବ ୧୫-୧୮ ବର୍ଷ ପିଲାଙ୍କ କୋଭିଡ୍ ଟିକାକରଣ.. ଏଥିପାଇଁ ରାଉରକେଲା ମହାନଗର ନିଗମ ପକ୍ଷରୁ ବିଜ୍ଞପ୍ତି ଜାରି କରାଯାଇଛି.. ବେଶ ଉତ୍ସାହିତ ଅଛନ୍ତି ପିଲାମାନେ.. ଟିକା ନେବାକୁ ଉତ୍ସୁକ ପିଲାମାନେ କୋ-ଓ୍ୱିନ୍ ଆପରେ ନିଜକୁ ପଞ୍ଜିକୃତ କରିପାରିବେ..
ଓଡିଶାରେ ଆଜି ପୁଣି ୨୩ ଓମିକ୍ରନ ଆକ୍ରାନ୍ତ ହେଲେ ଚିହ୍ନଟ। ଏନେଇ ଆଇଏଲଏସ ପକ୍ଷରୁ ସୂଚନା ଦିଆଯାଇଛି। ରାଜ୍ୟରେ ମୋଟ୍ ଓମିକ୍ରନ ଆକ୍ରାନ୍ତଙ୍କ ସଂଖ୍ୟା ୩୯ରେ ପହଞ୍ଚିଛି। ଆକ୍ରାନ୍ତ ମଧ୍ୟରେ ଉଭୟ ବିଦେଶ ଫେରନ୍ତା ଓ ସ୍ଥାନୀୟ ସଂକ୍ରମିତ ଥିବା ସୂଚନା ମିଳିଛି।