• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

COVID-19 Updates

Covid Cases Surge In China
ଚୀନରେ ଆହୁରି ଭୟଙ୍କର ରୂପ ନେଇପାରେ କୋଭିଡ୍‌ ସଂକ୍ରମଣ, ୨୫ ହଜାର ଟପିପାରେ ଦୈନିକ ମୃତ୍ୟୁ !

ଚୀନରେ କରୋନା ସଂକ୍ରମଣ ହୁ ହୁ ହୋଇ ବଢ଼ିବାରେ ଲାଗିଛି। ସ୍ଥିତି ଏପରି ଦିନକରେ ପ୍ରାୟ ୯ ହଜାର ଲୋକଙ୍କ ମୃତ୍ୟୁ ଘଟୁଛି।

Covid 19
Coronavirus: ଦେଶରେ ନୂଆବର୍ଷରୁ ନୂଆ ଗାଇଡଲାଇନ୍, ୫୦ ଦିନ ହେଲା ଅପଡେଟ୍ ହୋଇନି କୋଭିଡ୍ ପୋର୍ଟାଲ

ପୂର୍ବରୁ ଆମେରିକା, ଜାପାନ, ତାଇୱାନ ଓ ଇଟାଲି, 'ଜିରୋ କୋଭିଡ୍' ନୀତି ଆପଣାଇଛନ୍ତି।

Ahead of Hockey World Cup 2023 CM Naveen Patnaik
ବିଶ୍ୱକପ୍ ହକି ବେଳେ ରାଜ୍ୟରେ କୋଭିଡ୍ ସଂକ୍ରମଣକୁ ନେଇ ଶଙ୍କା

କୋଭିଡ୍ ଟାସ୍କ ଫୋର୍ସ ନେଇଛି ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି।

Nassal Vaccine
ବାରମ୍ବାର ଭ୍ୟାକ୍ସିନ୍‌ ନେଲେ ଗ୍ରହଣ କରିବନି ଶରୀର, କାମ କରିବା ବନ୍ଦ କରିଦେବ..

ଯେଉଁମାନେ ବିଲ୍‌କୁଲ ବି ବୁଷ୍ଟର ଡୋଜ୍‌ ନେଇ ନାହାନ୍ତି, ସେମାନଙ୍କୁ ଏହି  ନାସାଲ ଭ୍ୟାକ୍ସିନ୍‌ ରେକମେଣ୍ଡ କରାଯାଉଛି ବୋଲି କହିଛନ୍ତି ଡାକ୍ତର ଏନ୍‌କେ ଆରୋରା ।

Bharat Biotech's nasal vaccine to be priced at Rs 800/dose
୮ଶହ ଟଙ୍କାରେ ମିଳିବ ନାଜାଲ ଭ୍ୟାକସିନ୍

ଭାରତ ବାୟୋଟେକ୍ ପକ୍ଷରୁ ଏହି ଭ୍ୟାକ୍ସିନ୍ ପ୍ରସ୍ତୁତ କରାଯାଇଛି।

Odisha may make wearing of face masks mandatory
ରାଜ୍ୟରେ ମାସ୍କ ପାଇଁ ଆଜି ଆସିପାରେ ନିୟମ

ଆବଶ୍ୟକୀୟ ସଂଖ୍ୟକ ବେଡ଼, ଅକ୍ସିଜେନ, ପିପିଇ କିଟ୍, ଔଷଧ ମହଜୁଦ ରଖାଯାଉଥିବା ମଧ୍ୟ କହିଛନ୍ତି ଏସସିବିର ପ୍ରାଶାସନିକ ଅଧିକାରୀ। 

corona
କୋଭିଡ୍ କୋପରେ କମ୍ପୁଛି ଚୀନ୍ : ହାତ ଟେକିଦେଲେ ଜିନପିଙ୍ଗ୍‌ ସରକାର

ବ୍ୟବସ୍ଥା ନାଚାର୍, ଝେଜିଆଙ୍ଗ ପ୍ରଦେଶରେ ଦୈନିକ ୧୦ ଲକ୍ଷ ସଂକ୍ରମଣ

Mock Drills Across India Today To Check Covid Response
ଆଜି ଦେଶବ୍ୟାପୀ କୋଭିଡ ମୁକାବିଲାର ମକଡ୍ରିଲ୍

କୋଭିଡ ମୁକାବିଲା ମକଡ୍ରିଲର ଅନୁଧାନ ପାଇଁ କଟକ ବଡ଼ ମେଡିକାଲରେ ବ୍ୟବସ୍ଥା କରାଯାଇଛି।

Mask
ମାସ୍କ ପିନ୍ଧି ସ୍କୁଲ ଆସିବାକୁ କହିଲେ ମନ୍ତ୍ରୀ, ପ୍ରଭାବିତ ହେବ କି ଦଶମ ଓ ଦ୍ୱାଦଶ ପରୀକ୍ଷା ?

ଭୟ ବଢ଼ାଇଲାଣି କରୋନା । ପୁଣି ପ୍ରଭାବିତ ହେବ କି ଦଶମ ଓ ଦ୍ୱାଦଶ ପରୀକ୍ଷା ? ସଂକ୍ରମଣମୁକ୍ତ ବୋର୍ଡ ପରୀକ୍ଷା ଲାଗି ପ୍ରସ୍ତୁତି ଆରମ୍ଭ କଲା ଗଣଶିକ୍ଷା ବିଭାଗ । କୋଭିଡ୍ କଟକଣା ଅନୁଯାୟୀ ପରୀକ୍ଷା କରିବାକୁ ହୋଇଛି ନିଷ୍ପତ୍ତି । ପରୀକ୍ଷା କେନ୍ଦ୍ରରେ ଥର୍ମାଲ ସ୍କାନିଂ, ସାନିଟାଇଜ୍ କରି ପରୀକ୍ଷାର୍ଥୀଙ୍କୁ ଭିତରକୁ ଛଡ଼ାଯିବ

Mask
ମାସ୍କ ପିନ୍ଧି ସ୍କୁଲ ଆସିବାକୁ କହିଲେ ମନ୍ତ୍ରୀ, ପ୍ରଭାବିତ ହେବ କି ଦଶମ ଓ ଦ୍ୱାଦଶ ପରୀକ୍ଷା ?

କଟକଣା ଭିତରେ ପରୀକ୍ଷା ପାଇଁ ଗଣଶିକ୍ଷା ବିଭାଗର ସଜବାଜ । କାଲି ରାଜ୍ୟ କୋଭିଡ୍ ସ୍ଥିତିର ସମୀକ୍ଷା କରିବେ ମୁଖ୍ୟମନ୍ତ୍ରୀ ।

  • Monday, 26 December 2022
corona
କଡ଼ାକଡ଼ି ହେଲା କଟକଣା : ସ୍କୁଲରେ ମାସ୍କ ପିନ୍ଧିବାକୁ ପରାମର୍ଶ

ମାସ୍କ ପିନ୍ଧିବା ଓ ସାମାଜିକ ଦୂରତା ପାଳନ କରିବାକୁ ପରାମର୍ଶ ଦେଇଛନ୍ତି ଗଣଶିକ୍ଷା ମନ୍ତ୍ରୀ ।

china will not give daily covid data
କୋଭିଡ୍‌ ସଂକ୍ରମଣର ଦୈନିକ ତଥ୍ୟ ଦେବନି ଚାଇନା

ଚୀନରେ କରୋନା ସଂକ୍ରମଣ ବଢ଼ିବା ପରେ ଏବେ ରାଜ୍ୟରେ ତତ୍ପରତା। କରୋନା ପରିସ୍ଥିତି ନେଇ ଆସନ୍ତାକାଲି ଅପରାହ୍ନ ସାଢ଼େ ୪ଟାରେ ସମୀକ୍ଷା କରିବେ ମୁଖ୍ୟମନ୍ତ୍ରୀ।

Corona
କୋଭିଡ୍ ମୁକାବିଲାକୁ ବଡ଼ ବଳ: COWINରେ ସାମିଲ ନାଜାଲ ଭ୍ୟାକ୍ସିନ ଇନକୋଭ୍ୟାକ୍

କୋଭିଡ୍ ମୁକାବିଲା କ୍ଷେତ୍ରରେ କେନ୍ଦ୍ରର ସତର୍କତା ପରେ ରାଜ୍ୟରେ ବି ତତ୍ପରତା। ଆଜି ଭିଡିଓ କନ୍ଫରେନ୍ସିଂରେ ସ୍ୱାସ୍ଥ୍ୟ ବିଭାଗ କରିଛି ଉଚ୍ଚସ୍ତରୀୟ ବୈଠକ ଜନସ୍ବାସ୍ଥ୍ୟ ନିର୍ଦ୍ଦେଶକ କହିଛନ୍ତି, କୋଭିଡ୍ ମୁକାବିଲା ପାଇଁ ରାଜ୍ୟ ସରକାର ସମ୍ପୂର୍ଣ୍ଣ ପ୍ରସ୍ତୁତ। ଜିଲ୍ଲାସ୍ତରୀୟ କୋଭିଡ୍ ମୁକାବିଲା ପ୍ରସ୍ତୁତି ପରଖିବାକୁ ଆସନ୍ତା ୨୭ରେ ହେବ ମକଡ୍ରିଲ୍। ଏହାସହ ବିଭିନ୍ନ ଦେଶରେ କୋଭିଡ୍ ଭୟାବହତା ବଢ଼ୁଥିବାରୁ ଟେଷ୍ଟିଂ ବଢ଼ାଇବା ସହ ଲୋକଙ୍କ ମଧ୍ୟରେ ସଚେତନତା ବଢ଼ାଇବାକୁ ବି ଜିଲ୍ଲାମାନଙ୍କୁ ନିର୍ଦ୍ଦେଶ ଦିଆଯାଇଛି।

Corona
କୋଭିଡ୍ ମୁକାବିଲାକୁ ବଡ଼ ବଳ: COWINରେ ସାମିଲ ନାଜାଲ ଭ୍ୟାକ୍ସିନ ଇନକୋଭ୍ୟାକ୍

କୋଭିଡ୍ ମୁକାବିଲା କ୍ଷେତ୍ରରେ କେନ୍ଦ୍ରର ସତର୍କତା ପରେ ରାଜ୍ୟରେ ବି ତତ୍ପରତା।

Corona
କରୋନା ପାଇଁ ସରକାରୀ ଆଲର୍ଟ : ଅକ୍ସିଜେନ୍, ଭେଣ୍ଟିଲେଟର ପ୍ରସ୍ତୁତ ରଖିବାକୁ ନିର୍ଦ୍ଦେଶ

କରୋନାର ନୂଆ ଭ୍ୟାରିଆଣ୍ଟର ସଂକ୍ରମଣକୁ ନଜରରେ ରଖି ମେଡିକାଲ ଅକ୍ସିଜେନ୍ ଓ ଭେଣ୍ଟିଲେଟର ପ୍ରସ୍ତୁତ ରଖିବାକୁ ନିର୍ଦ୍ଦେଶ ଦିଆଯାଇଛି । ଏନେଇ ସବୁ ରାଜ୍ୟର ସ୍ୱାସ୍ଥ୍ୟ ସଚିବଙ୍କୁ ଚିଠି ଲେଖିଛନ୍ତି କେନ୍ଦ୍ର ସ୍ୱାସ୍ଥ୍ୟ ଅତିରିକ୍ତ ସଚିବ । ଏବେ ଦେଶରେ କୋଭିଡ଼ ସଂକ୍ରମଣ କମ୍ ଥିଲେ ବି ପ୍ରସ୍ତୁତ ରହିବାକୁ ପଡ଼ିବ । ଭବିଷ୍ୟତରେ କିଛି ଚ୍ୟାଲେଂଜ ଆସିଲେ ମୁକାବିଲା ଲାଗି ପ୍ରସ୍ତୁତ ରହିବାକୁ ନିର୍ଦ୍ଦେଶ ଦିଆଯାଇଛି । ଅକ୍ସିଜେନ ପ୍ରସ୍ତୁତକାରୀ ପ୍ଲାଣ୍ଟ ପୂର୍ଣ୍ଣ କାର୍ଯ୍ୟକ୍ଷମ ସହ ଅକ୍ସିଜେନ୍ ପ୍ରସ୍ତୁତି ଓ ନିର୍ବିଘ୍ନ ଯୋଗାଣ ପାଇଁ ବ୍ୟବସ୍ଥା କରିବାକୁ ନିର୍ଦ୍ଦେଶ ଦିଆଯାଇଛି ।

China reports 37 million Covid cases in a day, shattering global record
ଚୀନ୍‌ରେ ତାଣ୍ଡବ ରଚୁଛି କୋଭିଡ ଭୂତାଣୁ: ଦିନକରେ ୧୦ ଲକ୍ଷ ଲୋକ ସଂକ୍ରମିତ

ଚୀନରେ କରୋନା ସଂକ୍ରମଣ ବୃଦ୍ଧି ପାଉଥିବାରୁ ଭାରତ ସରକାର ସଜାଗ ହୋଇଛନ୍ତି।

corona
କରୋନା ପାଇଁ ସରକାରୀ ଆଲର୍ଟ : ଅକ୍ସିଜେନ୍, ଭେଣ୍ଟିଲେଟର ପ୍ରସ୍ତୁତ ରଖିବାକୁ ନିର୍ଦ୍ଦେଶ

ଏବେ ଦେଶରେ କୋଭିଡ଼ ସଂକ୍ରମଣ କମ୍ ଥିଲେ ବି ପ୍ରସ୍ତୁତ ରହିବାକୁ ପଡ଼ିବ

RT-PCR tests to be mandatory for international arrivals from these countries
ଆହୁରି କଡ଼ାକଡ଼ି ହେଲା କଟକଣା: ଏହି ୫ ଦେଶରୁ ଭାରତ ଆସିଲେ କରୋନା ଟେଷ୍ଟ ବାଧ୍ୟତାମୂଳକ

ଚୀନ, ଜାପାନ ସମେତ ଅନ୍ୟ କିଛି ଦେଶରେ କରୋନା ସଂକ୍ରମଣ ବୃଦ୍ଧି ପାଉଥିବାରୁ ଭାରତ ସରକାର ସଜାଗ ହୋଇଛନ୍ତି। ଏହାକୁ ଦୃଷ୍ଟିରେ ରଖି କେନ୍ଦ୍ର ସରକାର କୋଭିଡ୍‌ କଟକଣାକୁ ଆହୁରି କଡ଼ାକଡ଼ି କରିଛନ୍ତି।

Politics
କରୋନାର ନୂଆ ଭ୍ୟାରିଆଣ୍ଟକୁ ମାତ୍‌ ଦେବ ବୁଷ୍ଟର ଡୋଜ୍

କରୋନାର ନୂଆ ଭ୍ୟାରିଆଣ୍ଟକୁ ପ୍ରତିହତ କରିପାରିବ ବୁଷ୍ଟର ଡୋଜ୍। ୨୮ ନଭେମ୍ବରରୁ ରାଜ୍ୟରେ ସରକାରୀ ଟୀକାକାରଣ ବନ୍ଦ ଥିବାବେଳେ ଟିକା ଯୋଗାଣ ପାଇଁ ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ କେନ୍ଦ୍ର ସରକାରଙ୍କୁ ଚିଠି ଲେଖାଯିବ ବୋଲି କହିଛନ୍ତି ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ନିର୍ଦ୍ଦେଶକ। ତାସହ କହିଛନ୍ତି ବର୍ତ୍ତମାନ ସୁଦ୍ଧା ଓଡ଼ିଶାରେ ୮ କୋଟି ୧୪ ଲକ୍ଷ ଡୋଜ୍ ଟିକା ଦିଆସରିଛି। ଯେଉଁମାନେ ପ୍ରିକସନ ଡୋଜ ନେଇଛନ୍ତି, ସେମାନେ ସୁରକ୍ଷିତ। ଅନ୍ୟ ରାଜ୍ୟମାନଙ୍କ ଅପେକ୍ଷା ଓଡ଼ିଶାରେ ହର୍ଡ ଇମ୍ୟୁନିଟି ଅଧିକ ରହିଛି। ଓଡ଼ିଶାରୁ ଯେତିକି ସାମ୍ପଲ ଜିନମ୍ ସିକ୍ୟେନସିଂ ପାଇଁ ଯାଇଛି, ସେଥିରେ BF.7 ଭ୍ୟାରିଆଣ୍ଟର ପ୍ରମାଣ ମିଳିନାହିଁ।

Covid Advisory
କରୋନାର ନୂଆ ଭ୍ୟାରିଆଣ୍ଟକୁ ମାତ୍‌ ଦେବ ବୁଷ୍ଟର ଡୋଜ୍

ଓଡ଼ିଶାରୁ ଯେତିକି ସାମ୍ପଲ ଜିନମ୍ ସିକ୍ୟେନସିଂ ପାଇଁ ଯାଇଛି, ସେଥିରେ BF.7 ଭ୍ୟାରିଆଣ୍ଟର ପ୍ରମାଣ ମିଳିନାହିଁ।

Covid 19
'ଲକ୍ଷଣ ଦେଖିଲେ ନିଜକୁ ନିଜେ ଆଇସୋଲେଟ୍‌ କର'

କେନ୍ଦ୍ର ଓ ରାଜ୍ୟ ଆଣିଲେ ନୂଆ କୋଭିଡ୍‌ ଆଡଭାଇଜରି।

Centre Approves Nasal Vaccine Against Covid-19
କୋଭିଡ୍‌ ମୁକାବିଲା: ନାଜାଲ୍‌ ଭ୍ୟାକ୍‌ସିନ୍‌କୁ ମିଳିଲା ଅନୁମତି

ଭାରତ ବାୟୋଟେକ୍ ପ୍ରସ୍ତୁତ ନାଜାଲ୍‌ ଭ୍ୟାକ୍‌ସିନ୍‌କୁ ଅନୁମତି ମିଳିଛି। ବୁଷ୍ଟର ଡୋଜ୍ ଭାବେ ନେବାକୁ କେନ୍ଦ୍ର ସରକାରଙ୍କ ଅନୁମତି ପ୍ରଦାନ କରିଛନ୍ତି।

COVID19 Guidelines
ଫିକା ପଡ଼ିବ କି ନୂଆବର୍ଷ ? ଆସିବ କୋଭିଡ୍‌ ଗାଇଡଲାଇନ୍‌ !

ନୂଆବର୍ଷ ଓ ଆସନ୍ତା ପର୍ବପର୍ବାଣୀ ପାଇଁ ଆସିବ ନୂଆ ଗାଇଡ୍‌ଲାଇନ୍

Centre Issues New COVID Guidelines For International Passengers
ପୁଣି ଡରାଇଲାଣି କରୋନା: ବିଦେଶରୁ ଆସୁଥିବା ଯାତ୍ରୀଙ୍କ ପାଇଁ ଜାରି ହେଲା ନୂଆ ଗାଇଡ୍‌ଲାଇନ୍ 

କୋଭିଡ୍ ସଂକ୍ରମଣକୁ ଦୃଷ୍ଟିରେ ରଖି କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ ବିଦେଶରୁ ଆସୁଥିବା ଯାତ୍ରୀଙ୍କ ପାଇଁ ଗାଇଡ୍‌ଲାଇନ୍ ଜାରି ହୋଇଛି।