• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

COVID-19 Updates

India Reports 17 More Omicron Cases, Tally Now 21
୪ ଦିନରେ ୨୧ ଓମିକ୍ରନ୍ ସଂକ୍ରମିତ

ଭାରତରେ ୪ ଦିନରେ ୨୧ ଓମିକ୍ରନ୍ ସଂକ୍ରମିତ I ରାଜସ୍ଥାନରେ ଉପସ୍ଥିତି ଜାହିର କଲା ଓମିକ୍ରନ୍ ଭାରିଆଣ୍ଟ୍ I ଜୟପୁରରେ ଚିହ୍ନଟ ହେଲେ ୯ ଜଣ ନୂଆ ଓମିକ୍ରନ୍ ଆକ୍ରାନ୍ତ

omicron
ଏକାଥରକେ ମହାରାଷ୍ଟ୍ରରୁ ୭, ରାଜସ୍ଥାନରୁ ୯ ଓମିକ୍ରନ୍‌ ସଂକ୍ରମିତ ଚିହ୍ନଟ

ଦେଶରେ ଓମିକ୍ରନ ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି । ଏପଟେ ଓଡ଼ିଶାରେ ଏଯାଏଁ ଓମିକ୍ରନ୍ ଚିହ୍ନଟ ହୋଇ ନ ଥିଲେ ମଧ୍ୟ ସତର୍କ ରହିବାକୁ ପରାମର୍ଶ ଦେଇଛି ସ୍ୱାସ୍ଥ୍ୟ ବିଭାଗ । ରାଜ୍ୟ ସରକାର କହିଛନ୍ତି, ଜାତୀୟ ହାର ତୁଳନାରେ ଓଡ଼ିଶାର କୋଭିଡ୍ ସ୍ଥିତି ବେଶ ଭଲ ରହିଛି ।

Omicron
ଭାରି ସାଙ୍ଘାତିକ ଏ କରୋନା !! ଗୋଟିଏ ପରେ ଗୋଟିଏ ରାଜ୍ୟକୁ ଡେଉଁଛି

ଭାରି ସାଙ୍ଘାତିକ ଏ କରୋନା !! ଗୋଟିଏ ପରେ ଗୋଟିଏ ରାଜ୍ୟକୁ ଡେଉଁଛି, ଦ୍ରୁତ ଗତିରେ ବଢ଼ି ଚାଲିଛି ଓମିକ୍ରନ୍ ।

Omicron
ଦେଶରେ ବଢ଼ିବାରେ ଲାଗିଛି ଓମିକ୍ରନ୍‌ ଆକ୍ରାନ୍ତଙ୍କ ସଂଖ୍ୟା, ଏକାଥରକେ ଆଉ ୭ ଆକ୍ରାନ୍ତ ଚିହ୍ନ

ଦେଶରେ ଓମିକ୍ରନ ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି । ଏପଟେ ଓଡ଼ିଶାରେ ଏଯାଏଁ ଓମିକ୍ରନ୍ ଚିହ୍ନଟ ହୋଇ ନ ଥିଲେ ମଧ୍ୟ ସତର୍କ ରହିବାକୁ ପରାମର୍ଶ ଦେଇଛି ସ୍ୱାସ୍ଥ୍ୟ ବିଭାଗ । ରାଜ୍ୟ ସରକାର କହିଛନ୍ତି, ଜାତୀୟ ହାର ତୁଳନାରେ ଓଡ଼ିଶାର କୋଭିଡ୍ ସ୍ଥିତି ବେଶ ଭଲ ରହିଛି ।

Omicron scare
ବଢ଼ିଲାଣି ଓମିକ୍ରନ୍‌ ଚିନ୍ତା, ପ୍ରତ୍ୟେକ ବିଦେଶ ଫେରନ୍ତାଙ୍କ ଉପରେ ନଜର: ନିରଞ୍ଜନ ମିଶ୍ର

୧୪ ଦିନ ଭିତରେ ଲକ୍ଷଣ ଦେଖାଗଲେ ଟେଷ୍ଟ କରାନ୍ତୁ । ଏହାସହ ବିଦେଶରୁ ପ୍ରତିଦିନ କେତେ ଜଣ ଫେରୁଛନ୍ତି ସେନେଇ କେନ୍ଦ୍ରଠାରୁ ତଥ୍ୟ ସଂଗ୍ରହ କରାଯାଉଛି ।

Covid Test
ଓଡ଼ିଶାରେ କୋଭିଡ୍‌ ଟେଷ୍ଟିଂ କମିବାର କାରଣ କହିଲେ ସ୍ୱାସ୍ଥ୍ୟ ନିର୍ଦ୍ଦେଶକ

ବିଦେଶ ଫେରନ୍ତାଙ୍କ ଉପରେ ନଜର ରଖାଯାଇଛି। ପ୍ରତିଟି ଯାତ୍ରୀଙ୍କ ଉପରେ ତର୍ଜମା କରାଯାଉଛି। ଆଜି ଏନେଇ ସୂଚନା ଦେଉଛନ୍ତି ଜନସ୍ୱାସ୍ଥ୍ୟ ନିର୍ଦ୍ଦେଶକ ନିରଞ୍ଜନ ମିଶ୍ର। ରାଜ୍ୟକୁ କେତେ ଲୋକ ବିଦେଶରୁ ଆସୁଛନ୍ତି ସେ ନେଇ ଜିଲ୍ଲାପାଳଙ୍କୁ ଜଣାଯାଉଛି। 

Omicron
କାୟା ବିସ୍ତାର କରୁଛି ଓମିକ୍ରନ୍: ଦିଲ୍ଲୀରେ ଆଉ ଜଣେ ପଜିଟିଭ ଚିହ୍ନଟ

ରାଜଧାନୀ ଦିଲ୍ଲୀରେ ପ୍ରଥମ ଓମିକ୍ରନ୍ ରୋଗୀ ଚିହ୍ନଟ ହୋଇଛି । ତାଞ୍ଜାନିଆ ଫେରନ୍ତା ଯୁବକ ଓମିକ୍ରନ ସଂକ୍ରମିତ ହୋଇଥିବାର ସୂଚନା ମିଳିଛି। ସଂକ୍ରମିତ ଯୁବକଙ୍କୁ LNJP ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ଦିଲ୍ଲୀ ସ୍ୱାସ୍ଥ୍ୟ ମନ୍ତ୍ରୀ ସତ୍ୟେନ୍ଦ୍ର ଜୈନ ଏନେଇ ସୂଚନା ଦେଇଛନ୍ତି । ତେବେ ଦିନକୁ ଦିନ ଓମିକ୍ରନର ଭୟ ସାରା ଦେଶରେ ଆତଙ୍କ ଖେଳାଇବାରେ ଲାଗିଛି। କେନ୍ଦ୍ର ପକ୍ଷରୁ ଏନେଇ ସତର୍କବାଣୀ ଜାରି କରାଯାଇଛି ।

corona varient
ଓମିକ୍ରନ୍ ପାଇଁ ଜାନୁୟାରୀ-ଫେବୃୟାରୀରେ ତୃତୀୟ ଲହରୀ ! ଆତଙ୍କ ଖେଳାଇଲା ବିଶେଷଜ୍ଞଙ୍କ ଦାବି

ଅଧ୍ୟୟନ ଅନୁସାରେ ତୃତୀୟ ଲହରୀ ଦ୍ୱିତୀୟ ଲହରୀ ଭଳି ମାରାତ୍ମକ ହେବ ନାହିଁ । ମଣିନ୍ଦ୍ର ଅଗ୍ରୱାଲ ଅଗ୍ରୱାଲଙ୍କ ଗାଣିତିକ ମଡେଲ ଆଧାରରେ ସେ ଏହି ସିଦ୍ଧାନ୍ତରେ ଉପନୀତ ହୋଇଛନ୍ତି ।

Omicron
ଦେଶକୁ ଉଠାଇବ ଓ ପକାଇବ ଓମିକ୍ରନ : ଗୋଟିଏ ପରେ ଗୋଟିଏ ରାଜ୍ୟକୁ ବ୍ୟାପୁଛି ସଂକ୍ରମଣ....

ଦେଶକୁ ଉଠାଇବ ଓ ପକାଇବ ଓମିକ୍ରନ : ଗୋଟିଏ ପରେ ଗୋଟିଏ ରାଜ୍ୟକୁ ବ୍ୟାପୁଛି ସଂକ୍ରମଣ....

padmashree Nanda Sir
ନନ୍ଦ ସାର୍‌ଙ୍କ ସ୍ୱାସ୍ଥ୍ୟାବସ୍ଥା ଗୁରୁତର

ନନ୍ଦ ସାର ଅସୁସ୍ଥ ଅନୁଭବ କରି ତଳେ ପଡିଯିବାରୁ ତାଙ୍କୁ ଯାଜପୁର ଜିଲ୍ଲା ହେଡକ୍ୱାର୍ଟର ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା । ସେଠାରେ କରୋନା ପଜିଟିଭ ଚିହ୍ନଟ ପରେ କୋଭିଡ଼ ହସ୍ପିଟାଲ ସ୍ଥାନାନ୍ତର କରାଯାଇଥିଲା ।

OMICRON
ଚିନ୍ତା ବଢ଼ାଇଲାଣି ଓମିକ୍ରନ୍, ଗୋଟିଏ ପରେ ଗୋଟିଏ ରାଜ୍ୟକୁ ମାଡ଼ି ଚାଲିଛି..

୭୨ ବର୍ଷୀୟ ବୟସ୍କ ବ୍ୟକ୍ତି ଦୁଇ ଦିନ ତଳେ ଜିମ୍ବାୱେରୁ ଫେରିଥିଲେ । କ୍ୱାରେଣ୍ଟିନ୍ ରଖାଯାଇ ତାଙ୍କ ରିପୋର୍ଟ ପୁଣେ ଲ୍ୟାବ୍‌କୁ ପଠାଯାଇଥିଲା । ଆଜି ରିପୋର୍ଟ ପଜିଟିଭ୍ ଆସିବା ସହ ଓମିକ୍ରନ୍ ଭାଇରସ୍‌ରେ ଆକ୍ରାନ୍ତ ହୋଇଥିବା ଜଣାପଡ଼ିଛି । ତାଙ୍କ ସଂସ୍ପର୍ଶରେ ଆସିଥିବା ବ୍ୟକ୍ତିଙ୍କ କଣ୍ଟାକ୍ଟ ଟ୍ରେସିଂ କରାଯାଉଛି ।

Covid-19
କରୋନା: ୫ ରାଜ୍ୟକୁ ଚେତାବନୀ ଦେଲା କେନ୍ଦ୍ର, ନ ମାନିଲେ...

କୋଭିଡ ସଂକ୍ରମଣ ବୃଦ୍ଧିକୁ ଆଖିରେ ରଖି କେନ୍ଦ୍ର ସରକାରଙ୍କ ୫ ରାଜ୍ୟକୁ ସତର୍କ ସୂଚନା । ଓଡିଶା ସମେତ କର୍ଣ୍ଣାଟକ, ତାମିଲନାଡୁ, କେରଳ, ମିଜୋରାମ୍, କେନ୍ଦ୍ରଶାସିତ ଅଞ୍ଚଳ ଜମ୍ମୁ କାଶ୍ମୀରକୁ ସତର୍କ ରହିବା ପାଇଁ କେନ୍ଦ୍ର ପକ୍ଷରୁ ନିର୍ଦ୍ଦେଶ ଜାରି କରାଯାଇଛି ।

Rajesh bhusan
ଓଡ଼ିଶା ଉପରେ କେନ୍ଦ୍ର ଅସନ୍ତୋଷ ! ଟେଷ୍ଟିଂ କମୁଛି, ସଂକ୍ରମଣ ବଢ଼ୁଛି

ସ୍ୱାସ୍ଥ୍ୟ ମନ୍ତ୍ରଣାଳୟର ତଥ୍ୟ ଅନୁସାରେ, ୨୬ ନଭେମ୍ବର ସୁଦ୍ଧା ରାଜ୍ୟରେ ପ୍ରତି ସପ୍ତାହରେ ୪ ଲକ୍ଷ ୧ ହଜାର ୧୬୪ ଟେଷ୍ଟ କରାଯାଉଥିଲା । ତେବେ ଏହି ସଂଖ୍ୟାରେ ଡିସେମ୍ବର ୩ ସୁଦ୍ଧା ଅନେକ ହ୍ରାସ ପାଇଛି ।

omicron
ଭାରତରେ ଓମିକ୍ରନ୍‌ର ଆଉ ଜଣେ ରୋଗୀ, ଗୁଜରାଟରୁ ଚିହ୍ନଟ ହୋଇଥିବା ସଂକ୍ରମିତ ଦକ୍ଷିଣ ଆଫ୍ରିକା ଫେରନ୍ତା

କର୍ଣ୍ଣାଟକାର ବେଙ୍ଗାଲୁରୁ ପରେ ଏବେ ଗୁଜରାଟର ଜାମନଗରରୁ ଓମିକ୍ରନ ଭ୍ୟାରିଏଣ୍ଟ ଠାବ ହୋଇଛି। ଦକ୍ଷିଣ ଆଫ୍ରିକାରୁ ଏଠାକୁ ଆସିଥିବା ଜଣେ ବ୍ୟକ୍ତିଙ୍କ ଶରୀରରୁ ଓମିକ୍ରନ ଭ୍ୟାରିଏଣ୍ଟ ଠାବ ହୋଇଛି।

Health Minister Naba Kishore Das
‘ଓମିକ୍ରନ୍‌ ବିରୋଧରେ କାମ କରୁଛି ଟିକା, ଭୟଭୀତ ହୁଅନ୍ତୁ ନାହିଁ’

କରୋନାର ନୂଆ ଭାରିଏଣ୍ଟ୍‌ ଓମିକ୍ରନ୍‌ ବିରୋଧରେ ଟିକା କାମ କରୁଛି। ଏଣୁ ଏହାକୁ ନେଇ ଭୟଭୀତ ହେବାର କିଛି କାରଣ ନାହିଁ ବୋଲି ସ୍ୱାସ୍ଥ୍ୟମନ୍ତ୍ରୀ ନବକିଶୋର ଦାସ କହିଛନ୍ତି। 

Omicron scare
କର୍ଣ୍ଣାଟକରେ ଓମିକ୍ରନ୍ ଚିହ୍ନଟ ପରେ ବଢିଲା ଭୟ

ଓଡ଼ିଶାରେ ବି ଓମିକ୍ରନ ପାଇଁ ବଢିଲା ସତର୍କତା I କର୍ଣ୍ଣାଟକରେ ଓମିକ୍ରନ୍ ଚିହ୍ନଟ ପରେ ବଢିଲା ଭୟ I ୨ଆକ୍ରାନ୍ତଙ୍କ କଣ୍ଟା୍ ଟ୍ରେସିଂ ଜାରିI କଣ୍ଟାକ୍ଟ ଟ୍ରେସିଂରୁ ୫ କୋଭିଡ ପଜିଟିଭ

Omicron Threat
ଦେଶରେ ବଢିଲା ଓମିକ୍ରନ୍‌ର ଭୟ

କର୍ଣ୍ଣାଟକରେ ଓମିକ୍ରନ୍ ଆକ୍ରାନ୍ତ ପରେ ଏବେ ଦେଶର ଅନ୍ୟ ରାଜ୍ୟକୁ ଘାରିଛି ଓମିକ୍ରନର ଭୟ । ଓମିକ୍ରନ ଚିହ୍ନଟ ଦକ୍ଷିଣ ଆଫ୍ରିକୀୟ ନାଗରିକ ଜଣକ ସ୍ୱଦେଶ ଫେରିଥିଲେ ବି ୭ ଦିନର ରହଣି ଭିତରେ ସେ କେଉଁଠି ଯାଇଥିଲେ, କାହା ସହ ମିଶିଥିଲେ ସେ ନେଇ ତନାଘନା ଚାଲିଛି।

corona
୩୦ ଦେଶକୁ ବ୍ୟାପି ସାରିଛି ଓମିକ୍ରନ୍ ! ଡେଲଟା ଠାରୁ ଭିନ୍ନ ନୂଆ ଭାରିଏଣ୍ଟର ଲକ୍ଷଣ

ଡେଲଟା ପରି ତାଣ୍ଡବ ରଚିବ କି ଓମିକ୍ରନ୍ । ଅଳ୍ପ ସମୟ ମଧ୍ୟରେ ବିଶ୍ୱର ପ୍ରାୟ ୩୦ଟି ଦେଶକୁ ମାଡ଼ି ସାରିଛି ନୂଆ ଭାରିଏଣ୍ଟ୍ । କ’ଣ ହେବ ଆଗାମୀ ସ୍ଥିତି ?

omicron
ରାଜଧାନୀ ଦିଲ୍ଲୀରେ ବଢ଼ିଲା ଓମିକ୍ରନ୍ ! LNJPରେ ଭର୍ତ୍ତି ହେଲେ ୧୨ ସନ୍ଦିଗ୍ଧ ରୋଗୀ

ରାଜଧାନୀ ଦିଲ୍ଲୀରେ ଆଜି ଓମିକ୍ରନ୍ ସନ୍ଦିଗ୍ଧଙ୍କ ସଂଖ୍ୟା ବଢ଼ି ୧୨ରେ ପହଞ୍ଚିଛି । ଗତକାଲି ପର୍ଯ୍ୟନ୍ତ ୬ ଜଣ ଥିଲେ ।

Omicron
ଟେନ୍‌ସନ୍‌ ଦେଲାଣି ଓମିକ୍ରନ, ଭାରତରେ ପ୍ରବେଶ କଲା ଭୟଙ୍କର ଭୂତାଣୁ

ଟେନ୍‌ସନ୍‌ ଦେଲାଣି ଓମିକ୍ରନ । ଭାରତରେ ପ୍ରବେଶ କଲା ଭୟଙ୍କର ଭୂତାଣୁ । ଚାଲିଛି କଂଟାକ୍ଟ ଟ୍ରେସିଂ ।

Travel History
ଆସିଲା ଓମିକ୍ରନ୍ ଭାରିଆଣ୍ଟ୍ ଆକ୍ରାନ୍ତଙ୍କ ଟ୍ରାଭେଲ୍ ହିଷ୍ଟ୍ରି

ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ଉଭୟ ଆକ୍ରାନ୍ତଙ୍କ ଜିନମ୍ ସିକ୍ୟୁନ୍ସ ପରେ ସେମାନଙ୍କଠାରେ ଓମିକ୍ରନ ଭାରିଆଣ୍ଟ ଭୂତାଣୁ ରହିଥିବା ସୂଚନା ମିଳିଛି।

Omicron
ଚିନ୍ତା ବଢ଼ାଇଲାଣି ଓମିକ୍ରନ୍‌, ସଂକ୍ରମଣ ରୋକିବାକୁ ନିଆଯାଉଥିବା ସବୁ ପଦକ୍ଷେପ ଫେଲ୍‌

ଯାତ୍ରୀମାନେ ଯଦି ଲକ୍ଷଣ ଯୁକ୍ତ କିମ୍ବା ୧୫ ଦିନ ପୂର୍ବରୁ ଏହି ଦେଶକୁ ଯାଇଥାନ୍ତି, ସେମାନେ ମଧ୍ୟ ଆନୁଷ୍ଠାନିକ କ୍ୱାରେଣ୍ଟିନରେ ରହିବେ ବୋଲି ମହାରାଷ୍ଟ୍ର ସରକାରଙ୍କ ପକ୍ଷରୁ ସ୍ପଷ୍ଟ କରାଯାଇଛି ।

OMICRON
ମାଡ଼ି ଆସୁଛି ଶକ୍ତିଶାଳୀ ଓମିକ୍ରନ୍‌, ୫୬ଟି ଦେଶ ଲଗାଇଲେଣି କଟକଣା

ଖାଲି ସେତିକି ନୁହେଁ ଓମିକ୍ରନ ସଂକ୍ରମଣ ବଢୁଥିବା ପ୍ରାୟ ୧୪ଟି ଦେଶରୁ ଆସୁୁଥିବା ସମସ୍ତ ଯାତ୍ରୀଙ୍କ ତଥ୍ୟ ପ୍ରଦାନ ଲାଗି ଆମେରିକା ପ୍ରଶାସନ ପକ୍ଷରୁ ବିମାନ ସେବା କଂପାନୀକୁ କଡ଼ା ନିର୍ଦ୍ଦେଶ ରହିଛି ।

2 Cases Of Omicron COVID-19 Variant Found In Karnataka
ଭାରତ ଛୁଇଁଲା ଓମ୍ରିକନ, ୨ ଚିହ୍ନଟ

କୋଭିଡର ନୂଆ ଭ୍ୟାରିଆଣ୍ଟ ଓମିକ୍ରନରେ ଭାରତରୁ ୨ ଆକ୍ରାନ୍ତ ଚିହ୍ନଟ । କର୍ଣ୍ଣାଟକରେ ୨ ଓମିକ୍ରନ ଆକ୍ରାନ୍ତ ଚିହ୍ନଟ ହୋଇଥିବା କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳୟର ସୂଚନା । ଆକ୍ରାନ୍ତ ୨ ଜଣ ପୁରୁଷ ଏବଂ ବୟସ ଯଥାକ୍ରମେ ୬୬ ଓ ୪୬ ବର୍ଷ ।

Mass gathering
ରାଜ୍ୟରେ ପ୍ରଥମ ଡୋଜ୍ ଟିକା ନେଇନାହାନ୍ତି ୪୬ ଲକ୍ଷ

ଭାରତରେ ୨ ଓମିକ୍ରନ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। କର୍ଣ୍ଣାଟକରେ ୨ ଓମିକ୍ରନ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।