ଓମିକ୍ରନ ୨୯ ଦେଶକୁ ବ୍ୟାପି ଯାଇଥିବା କେନ୍ଦ୍ର ଜଣାଇଲା। ୨୯ ଦେଶରେ ୩୭୩ ଜଣ ଓମିକ୍ରନ ଆକ୍ରାନ୍ତ ଚିହ୍ନଟ ହେଲେଣି।
ଓମିକ୍ରନ୍ ରିସ୍କ ଦେଶରୁ ଓଡ଼ିଶା ଫେରିଛନ୍ତି ୩୮୦ ଜଣ। ସମସ୍ତେ କୋଭିଡ୍ ଟେଷ୍ଟ କରି ଆସୁଛନ୍ତି ବୋଲି ଜନସ୍ୱାସ୍ଥ୍ୟ ନିର୍ଦ୍ଦେଶକ ନିରଞ୍ଜନ ମିଶ୍ର ସୂଚନା ଦେଇଛନ୍ତି।
ଢେଙ୍କାନାଳ ଜିଲ୍ଲାର ଏକ ଆବାସିକ କଲେଜରୁ ୩୩ ଜଣ ଶିକ୍ଷାର୍ଥୀ କରୋନା ପଜିଟିଭ୍ ଚିହ୍ନଟ ହେବା ପରେ ଏହାକୁ ସିଲ୍ କରି ଦିଆଯାଇଛି। କଲେଜ ସହିତ ହଷ୍ଟେଲ୍କୁ ମଧ୍ୟ ସିଲ୍ କରାଯାଇଛି।
କିଛିଦିନ ପୂର୍ବେ ମୟୂରଭଞ୍ଜରେ ଏକ ସ୍କୁଲ୍ରୁ କିଛି ଛାତ୍ରୀ କରୋନା ପଜିଟିଭ୍ ଚିହ୍ନଟ ହୋଇଥିବା ବେଳେ ଏବେ ଢେଙ୍କାନାଳ ଜିଲ୍ଲାର ଏକ ଆବାସିକ ଯୁକ୍ତ ଦୁଇ କଲେଜର ୩୩ ଜଣ ଶିକ୍ଷାର୍ଥୀ ପଜିଟିଭ୍ ଚିହ୍ନଟ ହୋଇଛନ୍ତି।
୧ମ, ୨ୟ ଲହରରେ ଯେଭଳି କାମ କରିଥିଲେ, ସେଭଳି କରିବାକୁ ନିର୍ଦ୍ଦେଶ ଦିଆଯାଇଛି।
ଏମିତିକି ଅନେକ ଦେଶ ଏବେ ବିମାନ୍ ଯାତ୍ରା ତଥା ବିଦେଶ ଯାତ୍ରା ଉପରେ ବ୍ୟାନ୍ ଲଗାଇଛନ୍ତି । ହେଲେ ଏହାରି ଭିତରେ ଏବେ ଜାପାନରେ ପ୍ରଥମ ଓମିକ୍ରନର ମାମଲା ଚିହ୍ନଟ ହୋଇଛି ।
ଗୋଟିଏ ପଟେ କୋଭିଡର ନୂଆ ଭ୍ୟାରିଆଣ୍ଟକୁ ନେଇ ଚିନ୍ତା ବଢୁଥିବା ବେଳେ ଏହା ଉପରେ ଟିକାର ପ୍ରଭାବ କଣ ରହିବ ସେ ନେଇ ଗବେଷଣା ଚାଲିଛି। ଅତ୍ୟନ୍ତ ସଂକ୍ରାମକ ଥିବା ଓମିକ୍ରନ୍ ଭ୍ୟାରିଆଣ୍ଟକୁ ନେଇ ସତର୍କ କରାଇଛି ଟିକା ନିର୍ମାତା ମର୍ଡେନା।
ଗତବର୍ଷ ମଧ୍ୟ ୩୧ ରାତି ଉତ୍ସବ ମନା କରାଯାଇଥିଲା। ନୂଆବର୍ଷ ପାଳନ ନେଇ ଜିରୋ ନାଇଟ୍ ଉତ୍ସବ ଆୟୋଜନକୁ ଏଥର ମଧ୍ୟ ମନା କରାଯାଇଛି।
ବୁର୍ଲା ଭୀମସାରରେ ବଢ଼ୁଛି କରୋନା ସଂକ୍ରମଣ। ଆଉ ୧୦ ଜଣ କୋଭିଡ୍ ଆକ୍ରାନ୍ତ ଚିହ୍ନଟ । ୭୪ରେ ପହଞ୍ଚିଛି ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ।
ଶତାୟୁ ଚାଟଶାଳୀ ଶିକ୍ଷକ ପଦ୍ମଶ୍ରୀ ନନ୍ଦ କିଶୋର ପୃଷ୍ଟି କରୋନାରେ ଆକ୍ରାନ୍ତ। ସେ ଏବେ ଯାଜପୁର କଳିଙ୍ଗନଗର ସ୍ଥିତ ଏକ ଘରୋଇ ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି। ତାଙ୍କ ଅବସ୍ଥା ଗୁରୁତର ଥିବା ଡାକ୍ତରଖାନା ପକ୍ଷରୁ ସୂଚନା ମିଳିଛି।
ପଦ୍ମଶୀ ନନ୍ଦକିଶୋର ପୃଷ୍ଟି କରୋନା ଆକ୍ରାନ୍ତ ହୋଇଛନ୍ତି । ପଜିଟିଭ ଚିହ୍ନଟ ପରେ କଳିଙ୍ଗନଗର ଡୁବୁରୀ ସ୍ଥିତ ଘରୋଇ ମେଡିକାଲରେ ଭର୍ତ୍ତି ହୋଇଛନ୍ତି ।
ସାରା ବିଶ୍ୱରେ ଓମିକ୍ରନ୍ ଭୟ । ୧୫ଟି ରାଷ୍ଟ୍ରରେ କାୟା ବିସ୍ତାର ପରେ ଭାରତରେ ବି ଚିନ୍ତା ବଢାଇଛି କରୋନାର ନୂଆ ରୂପ । ୬ ଦିନରେ ୧୫ ଦେଶକୁ ବ୍ୟାପିଲାଣି ।
କରୋନାର ନୂଆ ଭାରିଆଣ୍ଟ୍ ଓମିକ୍ରନକୁ ନେଇ ଲୋକଙ୍କ ମଧ୍ୟରେ ଉତ୍ସୁକତା ପ୍ରକାଶ ପାଉଛି । ଏହାର ନାଁ ଓମିକ୍ରନ୍ ନାଁ କାହିଁକି ଦିଆଗଲା ? ତେବେ ଆସନ୍ତୁ ଜାଣିବା ଓମିକ୍ରନର ନାମକରଣ ପଛର ରହସ୍ୟ ।
ନୂଆ ମାରାତ୍ମକ କରୋନା ଭାରିଆଣ୍ଟ୍ର ନାମ ଓମିକ୍ରନ୍ କାହିଁକି ? କେଉଁ ଆଧାରରେ ଏହି ନମା ଦିଆଯାଇଛି ।
ଡେଲ୍ଟା ଅପେକ୍ଷା ୬ ଗୁଣ ଅଧିକ ଶକ୍ତିଶାଳୀ କରୋନାର ନୂଆ ମ୍ୟୁଟାଣ୍ଟ ଓମିକ୍ରନ । ଅନ୍ତର୍ଜାତୀୟ ଯାତ୍ରା ପାଇଁ ନୂଆ ଗାଇଡ୍ଲାଇନ୍ ଜାରି କଲେ ଭାରତ ସରକାର ।
ଓମିକ୍ରନ୍ ଭ୍ୟାରିଏଣ୍ଟକୁ ନେଇ ଚିନ୍ତା ବଢୁଥିବା ବେଳେ ସମସ୍ତ ସ୍କୁଲ୍, କଲେଜ ଏବଂ ବିଶ୍ୱବିଦ୍ୟାଳୟର ଛାତ୍ରଛାତ୍ରୀ, ଶିକ୍ଷକ, ଶିକ୍ଷୟିତ୍ରୀ, କର୍ମଚାରୀ ଏବଂ ସମାଜର ସବୁ ବର୍ଗର ଲୋକେ ମାସ୍କ ପିନ୍ଧିବା ସହ କୋଭିଡ୍ ନିୟମ କଡ଼ାକଡ଼ି ପାଳନ କରିବାକୁ ନିବେଦନ କରିଛନ୍ତି କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ।
ନୂତନ ଭାରିଆଣ୍ଟ୍ ଅଧିକ ସଂକ୍ରାମକ ହୋଇଥିବା ସୂଚନା ମିଳିଛି । ଏହି ଭ୍ୟାରିଆଣ୍ଟ କକଟେଲ ଆଣ୍ଟିବଡ଼ିକୁ ବି ପ୍ରତିହତ କରିବାର କ୍ଷମତା ରଖେ ବୋଲି ଆଶଙ୍କା କରାଯାଉଛି ।
ବୁର୍ଲା ଭୀମସାରରେ ଆଉ ୪ ଛାତ୍ର କୋଭିଡ୍ ପଜିଟିଭ ଚିହ୍ନଟ । ଏହି ୪ ଛାତ୍ରଙ୍କ ସହ ଭୀମସାରରେ ମୋଟ କୋଭିଡ୍ ଆକ୍ରାନ୍ତଙ୍କ ସଂଖ୍ୟ ୬୪ରେ ପହଞ୍ଚିଛି ।
କୋଭିଡ୍ ପରେ ଏବେ ନୂଆ ଭ୍ୟାରିଆଣ୍ଟ ଓମିକ୍ରନର ଭୟ । ଯାହାକୁ ନେଇ ପରୀକ୍ଷା ନିରୀକ୍ଷା ଚାଲିଛି । ଓମିକ୍ରନ ବାବଦରେ ଏବେ ଯାଏଁ ନିର୍ଦ୍ଦିଷ୍ଟ ତଥ୍ୟ ମିଳିନଥିବା ବେଳେ ଆମକୁ ସତର୍କ ରହିବାକୁ ହେବ ବୋଲି କହିଛନ୍ତି ଜନସ୍ୱାସ୍ଥ୍ୟ ନିର୍ଦ୍ଦେଶକ ।
ରିପୋର୍ଟ ନେଗେଟିଭ୍ ଆସିଲେ ବି ଯାତ୍ରୀଙ୍କୁ ୭ ଦିନ କ୍ୱାରେଣ୍ଟିନରେ ରହିବାକୁ ପଡ଼ିବ । ଅଷ୍ଟମ ଦିନରେ ପୁଣି କୋଭିଡ୍ ଟେଷ୍ଟ୍ କରିବେ । ସେତେବେଳେ ମଧ୍ୟ ନେଗେଟିଭ୍ ଆସିଲେ ଆଉ ୭ ଦିନ ସେଲ୍ଫ ମନିଟରିଂ ବା ନିଜ ଅନୁଧ୍ୟାନରେ ରହିବେ
କରୋନାର ନୂଆ ଭ୍ୟାରିଆଣ୍ଟ୍ ଓମିକ୍ରନକୁ ଦୃଷ୍ଟିରେ ରଖି କେନ୍ଦ୍ର ସରକାରଙ୍କ ସତର୍କତା ମୂଳକ ପଦକ୍ଷେପ । ଗତକାଲି ଦକ୍ଷିଣ ଆଫ୍ରିକାରୁ ଆସିଥିବା ଯାତ୍ରୀଙ୍କ ନମୁନାକୁ ସଂଗ୍ରହ କରି ଜିନମ୍ ସିକ୍ୱେନସିଂ ପାଇଁ ପଠାଯିବ ।
ମାଡୁଛି ଓମିକ୍ରନ, ବଢୁଛି କଟକଣା । ବିଦେଶ ଫେରନ୍ତାଙ୍କ ପାଇଁ ଆସିଲା ନୂଆ ଗାଇଡଲାଇନ । ଜାଣନ୍ତୁ କଣ ରହିଛି ନୂଆ ଗାଇଡଲାଇନ ।
ଦେଶକୁ ଆସିଲା କି ତୃତୀୟ ଲହର ? ନୂଆ ଭାରିଏଣ୍ଟ ଲାଗି ଟେନସନ୍ରେ ସରକାର
ସତରେ ଡରାଇଲାଣି ତୃତୀୟ ଲହର ଆଶଙ୍କା । ଓମିକ୍ରନ ଭାରିଏଣ୍ଟ ମୁକାବିଲା ଲାଗି ପ୍ରସ୍ତୁତି ଆରମ୍ଭ । ଡେଲ୍ଟା ଭାରିଏଣ୍ଟ ଠାରୁ ବି ଅଧିକ ମାରାତ୍ମକ ଓମିକ୍ରନ ଭାରିଏଣ୍ଟ । ଦୁଇ ଡୋଜ୍ ଟିକା ନେଇଥିବା ବ୍ୟକ୍ତିଙ୍କୁ ବି ସହଜରେ ସଂକ୍ରମିତ କରିପାରିବ ବୋଲି ସ୍ୱାସ୍ଥ୍ୟ ବିଶେଷଜ୍ଞଙ୍କ ମତ ।
ସମସ୍ତେ ସତର୍କ ରହିବା ଆବଶ୍ୟକ । ଏହା ସମସ୍ତଙ୍କ ଦାୟିତ୍ୱ । ବର୍ତ୍ତମାନ ସାରା ଦେଶରେ ପାଳନ ହେଉଥିବା ଆଜାଦି କା ଅମୃତ ମହୋତ୍ସବର ଉଦ୍ଦେଶ୍ୟ ଯୁବପୀଢିଙ୍କ ମଧ୍ୟରେ ପ୍ରତିଫଳନ ହୋଇଥିବା ମୋଦି କହିଛନ୍ତି ।