• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Crime Updates

Supari Killing
Odisha Ex Sarpanch Murder Case: ହତ୍ୟା ପାଇଁ ହୋଇଥିଲା ଅଢ଼େଇ ଲକ୍ଷ ଟଙ୍କାର ସୁପାରି ଡିଲ୍

ହତ୍ୟା ପାଇଁ ଅଢେଇ ଲକ୍ଷ ଟଙ୍କାର ସୁପାରି ଦେଇଥିଲା ଅଭିଯୁକ୍ତ ।

Vaikunth Dham Ashram
Odisha Kalki Avatar Puja Incident: ଭଙ୍ଗାଯିବ ବିବାଦୀୟ ବୈକୁଣ୍ଠଧାମ ଆଶ୍ରମ

ବୈକୁଣ୍ଠ ଧାମ ଆଶ୍ରମ ଭିତରେ ଆସର ବସୁଥିଲା, ଲୋକେ ଦୂର ଦୂରାନ୍ତରୁ ଆସୁଥିଲେ । ବାବା ଗାଦିକୁ ଆସୁଥିଲେ ଆଉ ତାଙ୍କୁ ଦେଖିବାକୁ ଭିଡ଼ ଜମୁଥିଲା ।

Maoist Killed
Maoist Killed: 'ଛତିଶଗଡ଼ରୁ ନଦୀ ପାର ହୋଇ ଓଡ଼ିଶାରେ ପଶୁଥିଲେ ମାଓବାଦୀ'

ମାଲକାନଗିରିରେ ସୁରକ୍ଷାକର୍ମୀ-ମାଓବାଦୀ ଗୁଳିବିନିମୟକୁ ନେଇ ପୋଲିସ ଡିଜିଙ୍କ ବଡ଼ ସୂଚନା । ଛତିଶଗଡ଼ରୁ ନଦୀ ପାର ହୋଇ ଓଡ଼ିଶାରେ ପଶୁଥିଲେ ମାଓବାଦୀ ।

Vigilance Raid In Odisha
Vigilance Raid In Odisha: CSOଙ୍କ ଘରେ ଭିଜିଲାନ୍ସ ରେଡ୍ ଘଟଣା; ଗିରଫ ହେଲେ ସୁରେଶ ପାଣିଗ୍ରାହୀ

CSO ସୁରେଶ ପାଣିଗ୍ରାହୀଙ୍କୁ ଗିରଫ କଲା ଭିଜିଲାନ୍ସ । ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ତାଙ୍କୁ ଗିରଫ କରାଯାଇଛି । 

Dharmasala MLA Himanshu Sahoo
Dharmasala MLA Himanshu Sahoo: ଧର୍ମଶାଳା ବିଧାୟକଙ୍କୁ ଆକ୍ରମଣ; ‘ମୋତେ ପିଟିଲେ ଚେନ୍‌ ଝାମ୍ପିନେଲେ’

ଯାଜପୁରରେ ଧର୍ମଶାଳା ବିଧାୟକଙ୍କୁ ଆକ୍ରମଣ । ବିଧାୟକ ହିମାଂଶୁ ସାହୁଙ୍କୁ ଆକ୍ରମଣ ନେଇ ହୋଇଛି ଅଭିଯୋଗ । ବବି ଦାସଙ୍କ ସମର୍ଥକ ଆକ୍ରମଣ କରିଥିବା ଅଭିଯୋଗ ହୋଇଛି । 

Cyber Fraud
Cyber Fraud: ଭୁବନେଶ୍ୱରରେ ଠକେଇ, ଚେନ୍ନାଇରୁ ଗିରଫ; ଉତୁରିଗଲା ଫିଲ୍ମ କରିବା ନିଶା

ମହଙ୍ଗା ପଡ଼ିଲା ସାଇବର ଠକେଇ ଟଙ୍କାରେ ଫିଲ୍ମ କରିବା ନିଶା । ଲୋକଙ୍କୁ ଲୁଟୁଥିଲେ ଆଉ ସେହି ଟଙ୍କାରେ ଫିଲ୍ମ କରିବାକୁ ବ୍ଲୁ ପ୍ରିଣ୍ଟ ବି ରଚିଥିଲେ। ହେଲେ ସବୁ ପରିଶ୍ରମ ପାଣିରେ ପଡିଗଲା।

Minor Girl Rape Incident Accused Arrested by Police
Cuttack Girl Rape Case: କଟକରେ ନାବାଳିକାକୁ ଦୁଷ୍କର୍ମ ଘଟଣା; ଅଭିଯୁକ୍ତକୁ ଗିରଫ କଲା ବାରଙ୍ଗ ପୋଲିସ

କଟକରେ ନାବାଳିକାକୁ ଦୁଷ୍କର୍ମ ଘଟଣାରେ ଅଭିଯୁକ୍ତ ଗିରଫ ହୋଇଛି । ତ୍ରିଶୁଳିଆ ଅଞ୍ଚଳରୁ ଅଭିଯୁକ୍ତକୁ ଗିରଫ କଲା ବାରଙ୍ଗ ଥାନା ପୋଲିସ । 

Minor Girl Raped
Cuttack Girl Rape Case: କଟକରେ ପୁଣି ଲଜ୍ଜା!! ୮ ବର୍ଷର କୁନିଝିଅକୁ ଦୁଷ୍କର୍ମ ଅଭିଯୋଗ

୮ ବର୍ଷର ନାବାଳିକାକୁ ଦୁଷ୍କର୍ମ ଅଭିଯୋଗ । କଟକ ବାରଙ୍ଗ ଥାନା ଅଞ୍ଚଳରେ ଘଟିଛି ଲଜ୍ଜାଜନକ ଘଟଣା ।

ଚର୍ଚ୍ଚାରେ କୁନି ବାବାଙ୍କୁ ନେଇ ଅନୁଗତଙ୍କ ରଚିତ ପୁସ୍ତକ
Fake Baba: ଭକ୍ତି ନାଁରେ ନାବାଳକକୁ ଭଗବାନ ସଜାଇ ଚାଲୁଥିଲା ଭାଣ୍ଡାମୀ, ସାମ୍ନାକୁ ଆସିଲା ଡାଏରୀ !

ରହସ୍ୟ ବଢ଼ାଇଲା ଆଶ୍ରମ ପରିସରରୁ ମିଳିଥିବା ନୀଳ ଡାଏରୀ । ନଗର ଉନ୍ନୟନ ମନ୍ତ୍ରୀ କହିଲେ, ଏହି ଘଟଣା ଉପରେ ନଜର ରଖିଛୁ ।

Illicit Relationship
Illicit Relationship: ଧିକ୍ ଏ କୁଳାଙ୍ଗାର! ପୁଅ ହୋଇ ମାଆ ସହ ରଖୁଥିଲା ସମ୍ପର୍କ!

ମା’-ପୁଅ ସମ୍ପର୍କରେ ଲାଗିଲା କଳଙ୍କ । ପାଳିତ ପୁଅ ସହ ପାପ ସମ୍ପର୍କ ରଖୁଥିଲା ମା’ ।

Vigilance Raid in Odisha
କେଜିଏ ସୁନା ଗହଣା, ବିଡ଼ା ବିଡ଼ା ଟଙ୍କା, ପୁଳା ପୁଳା ଦାମୀ ପ୍ଲଟ୍ ଓ ଫ୍ଲାଟ୍ !

ଭିଜିଲାନ୍ସ ଜାଲରେ ଜଣେ ଉପଜିଲ୍ଲାପାଳ, ଜଣେ ପୋଲିସ୍ ହାଉସିଂ କର୍ପୋରେସନର ଡିଜିଏମ୍, ଆଉ ଲାଞ୍ଚୁଆ ଡାକ୍ତର ।

  • Monday, 18 November 2024
Vigilance Raid in Odisha
Vigilance Raid in Odisha: ରାଜ୍ୟ ଭିଜିଲାନସର ଟ୍ରିପଲ୍ ଧମାକା, ଜାଲରେ ଉପଜିଲ୍ଲାପାଳ – DGM - ଡାକ୍ତର

କେଜିଏ ସୁନା ଗହଣା, ବିଡ଼ା ବିଡ଼ା ଟଙ୍କା, ପୁଳା ପୁଳା ଦାମୀ ପ୍ଲଟ୍ ଓ ଫ୍ଲାଟ୍ । ଆୟ ବହିର୍ଭୁତ ସଂପତ୍ତି ଠୁଳ ଅଭିଯୋଗରେ ଏକାଦିନରେ ତିନି ତିନି ଜଣ ସରକାରୀ ବଡ଼ ବାବୁଙ୍କ ଘରୁ ଆଜି ଏମିତି ଆଖି ତରାଟିଲା ଭଲି ସଂପତ୍ତି ଠାବ କରିଛନ୍ତି ଭିଜିଲାନ୍ସ ।

ଯନ୍ତ୍ରୀଙ୍କ ଘରୁ କେଜିଏ ସୁନା
Vigilance Raid In Odisha: ଯନ୍ତ୍ରୀଙ୍କ ଘରୁ ମିଳିଲାଣି ୧ କେଜି ସୁନା, ନଗଦ ୧୩ ଲକ୍ଷ ଟଙ୍କା

ଆଜି ସକାଳୁ ହିଁ ତାଙ୍କ ଡେପୁଟି ଜେନେରାଲ୍ ମ୍ୟାନେଜର୍ ସୁବାସ ଚନ୍ଦ୍ର ପଣ୍ଡାଙ୍କ ୪ଟି ଠିକଣାରେ ରେଡ୍ କରିଥିଲା ଭିଜିଲାନ୍ସ ଟିମ୍ । ଆଉ ଘଣ୍ଟା କେଇଟା ମଧ୍ୟରେ ଯାହା ମିଳିଛି ତାହା ବୋଧେ ଆଗକୁ କେତେ ହେବ ତା’ର ଏକ ଝଲକ ।

ଆମ୍ବୁଲାନ୍ସକୁ ରାସ୍ତା ନଛାଡ଼ିବାରୁ ଅଢ଼େଇ ଲକ୍ଷ ଫାଇନ୍‌
Viral Video: ଆମ୍ବୁଲାନ୍ସକୁ ଦେଲେନି ରାସ୍ତା, ପୋଲିସ୍‌ ପକାଇଲା ଅଢ଼େଇ ଲକ୍ଷର ଫାଇନ୍‌

ସାଇରନ୍‌ ଓ ହର୍ଣ୍ଣ ବଜାଇବା ପରେ ମଧ୍ୟ ଉକ୍ତ କାର ଡ୍ରାଇଭର ଆମ୍ବୁଲାନ୍ସକୁ ସାଇଡ୍‌ ଦେଇନଥିଲେ । ଯାହାଫଳରେ ଉକ୍ତ କାର ମାଲିକ ଉପରେ ଅଢ଼େଇ ଲକ୍ଷ ଟଙ୍କା ଜରିମାନା ଲଗାଇବା ସହ ତାଙ୍କ ଡ୍ରାଇଭିଂ ଲାଇସେନ୍ସ ରଦ୍ଦ କରିଛି କେରଳ ପୋଲିସ୍ ।

Vigilance Raid
Vigilance Raid: ଭିଜିଲାନ୍ସ ଜାଲରେ କାମାକ୍ଷାନଗର ଉପଜିଲ୍ଲାପାଳ, ଏକକାଳୀନ ୧୦ଟି ସ୍ଥାନରେ ଚଢାଉ

ଭିଜିଲାନ୍ସ ଜାଲରେ କାମାକ୍ଷାନଗର ଉପଜିଲ୍ଲାପାଳ ନାରାୟଣ ଚନ୍ଦ୍ର ନାୟକ । ଉପଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ଓ ସରକାରୀ ବାସଭବନରେ ଚଢାଉ ଚାଲିଛି।

21-Year-Old Goes On Stabbing Spree In China
21-Year-Old Goes On Stabbing Spree In China: ୨୧ ବର୍ଷର ଯୁବକର ବର୍ବର କାଣ୍ତ: ସ୍କୁଲରେ କଲା ଛୁରାମାଡ଼; ୮ ମୃତ, ୧୭ ଆହତ 

ସ୍କୁଲରେ ଘଟିଲା ବଡ଼ଧରଣର ହତ୍ୟାକାଣ୍ଡ । ସ୍କୁଲ୍‌ରେ ହେଲା ଛୁରାମାଡ଼ । ଛୁରାମାଡ଼ରେ ୮ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ୧୭ ଜଣ ଆହତ ହୋଇଛନ୍ତି ।

 Curfew Imposed In Manipur
Curfew Imposed In Manipur: ମଣିପୁରରେ ୬ ଅପହୃତଙ୍କୁ ହତ୍ୟା ପରେ କର୍ଫ୍ୟୁ; ୭ ଜିଲ୍ଲାରେ ଇଣ୍ଟରନେଟ୍‌ ବନ୍ଦ

ହିଂସା ପ୍ରଭାବିତ ମଣିପୁରରେ ପୁଣି ଜାରି ହେଲା କର୍ଫ୍ୟୁ। ଇମ୍ଫାଲ ୱେଷ୍ଟ ଏବଂ ଇମ୍ଫାଲ ଇଷ୍ଟରେ କର୍ଫ୍ୟୁ ଲାଗୁ କରାଯିବା ସହିତ ୭ଟି ଜିଲ୍ଲାରେ ଇଣ୍ଟରନେଟ ସେବା ବନ୍ଦ କରିଦିଆଯାଇଛି।

Excise Commissioner In Action Mode
Excise Commissioner In Action Mode: ଅବକାରୀ ବିଭାଗରେ ମାଳମାଳ ମାଫିଆ କର୍ମଚାରୀ; ୮ ବହିଷ୍କାର, ୨୦ ନିଲମ୍ବିତ

କିଏ ଚୋରା ମଦ କାରବାର କରୁଛି ତ ଆଉ କିଏ ଗଞ୍ଜେଇ ମାଫିଆଙ୍କ ସୁରକ୍ଷା କବଚ ପାଲଟିଛି। କାହା ନାଁରେ ଏକାଧିକ ମଦ କାଉଣ୍ଟର ତ ଆଉ କିଏ ଜବତ ହୋଇଥିବା କୁଇଣ୍ଟାଲ କୁଇଣ୍ଟାଲ ଗଞ୍ଜେଇ ନେଇ ବିକ୍ରି କରି ଦେଉଛି।

Lord Jagannath Land Fraud
Lord Jagannath Land Fraud: ମହାପ୍ରଭୁ ଜଗନ୍ନାଥଙ୍କ ଜମି ଜାଲିଆତି ନେଇ ଥାନାରେ ଏତଲା...

ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ପୁରୀ ବାସେଳିସାହି ଥାନାରେ ଏତଲା ଦିଆଯାଇଛି । ମାଟିତୋଟା ମୌଜାରେ ମହାପ୍ରଭୁଙ୍କ ଜମି ଜାଲିଆତି ଅଭିଯୋଗ ହୋଇଛି । 

meta
Meta Saves Life: ଇନଷ୍ଟା ଲାଇଭ୍‌ରେ ଆତ୍ମହତ୍ୟା ଉଦ୍ୟମ; Meta ଆଲର୍ଟ ପରେ ପହଞ୍ଚିଲା ପୋଲିସ, ବଞ୍ଚିଗଲା ଜୀବନ

ଇନଷ୍ଟାଗ୍ରାମ୍‌ ଲାଇଭ୍‌ରେ ଆତ୍ମହତ୍ୟା ଉଦ୍ୟମ କରୁଥିଲେ। ସୋସିଆଲ ମିଡିଆ ପ୍ଲାଟଫର୍ମର ରିଅଲ ଟାଇମ ଆଲର୍ଟ ସିଷ୍ଟମ ଏବଂ ପୋଲିସର ସଜାଗତା ଯୋଗୁଁ ଯୁବକଙ୍କ ଜୀବନ ରକ୍ଷା କରାଯାଇପାରିଛି।

Bribe
Pallahara Bribery Case: ସରକାରୀ ସ୍ୱାସ୍ଥ୍ୟ ବ୍ୟବସ୍ଥାର ବିକଳ ଚିତ୍ର; ଲାଞ୍ଚ ନ ଦେବାରୁ ପ୍ରସୂତୀଙ୍କୁ ଛାଡ଼ିଲେନି !

ଲାଞ୍ଚ ନେବା ଓ ଦେବା ଅପରାଧ। ହେଲେ ଏହାକୁ ଫୁ କରି ଉଡ଼ାଇ ଦେଇଛନ୍ତି ମେଡିକାଲ୍ କର୍ତ୍ତୃପକ୍ଷ। ଅନୁଗୁଳ ଜିଲ୍ଲା ପାଲଲହଡା ଉପଖଣ୍ଡ ଖମାର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରରେ ଏଭଳି ଲାଞ୍ଚ କାରବାର ଚାଲିଥିବା ଅଭିଯୋଗ ହୋଇଛି ।

Tulsi Leaves Offered At Child Feet For Worship
Tulsi Leaves in Child Feet For Worship: ବାଳକର ପାଦ ତଳେ ଦେଲେ ତୁଳସୀ; କହିଲେ, ‘ଇଏ କଳ୍କି ଅବତାର’

କୁନି ପିଲାର ପାଦ ତଳେ ତୁଳସୀ । ସୋସିଆଲ୍ ମିଡିଆରେ ଭାଇରାଲ୍ ଫଟୋକୁ ନେଇ ଚର୍ଚ୍ଚା । ଥାନାରେ ଫେରାଦ ହେଲେ ସମାଜସେବୀ ମହାସଂଘ ।

ସତ ପୋଲିସକୁ ମିଛ ପୋଲିସର ଭିଡିଓ କଲ
Cyber Crime: ସତ ପୋଲିସ ପାଖରେ ଲାଗିଲା ମିଛ ପୋଲିସର ଭିଡିଓ କଲ୍‌ ! ତା’ପରେ... Video

ପୋଲିସ ଅଫିସର ଜଣଙ୍କ ପୂର୍ବରୁ ଆଭାସ୍‌ ପାଇସାରିଥିଲେ ଯେ, ଆଜିକାଲି କିଛି ଠକମାନେ ଏମିତି ଫର୍ମୁଲା ପକାଇ ଲୋକଙ୍କୁ ଲୁଟ୍‌ କରୁଛନ୍ତି ।

Jhansi hospital fire
Jhansi Hospital Fire: ଦିଆସିଲି ଲଗାଇଲେ ନର୍ସ ଆଉ ତା’ପରେ...ପ୍ରତ୍ୟକ୍ଷଦର୍ଶୀ କହିଲେ ହସ୍ପିଟାଲ୍ ନିଆଁ ପଛର କାହାଣୀ

ମୃତ ଶିଶୁଙ୍କ ପରିବାରକୁ ୫ ଲକ୍ଷ ଟଙ୍କା ଏବଂ ଆହତଙ୍କ ପାଇଁ ୫୦ ହଜାର ଟଙ୍କା କ୍ଷତିପୂରଣ ଦେବାକୁ ଘୋଷଣା କରିଛନ୍ତି ସରକାର। ଏହି ଘଟଣାରେ ଦୁଃଖ ପ୍ରକାଶ କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ମୃତକଙ୍କ ପରିବାରକୁ ଅତିରିକ୍ତ ୨ ଲକ୍ଷ ଟଙ୍କା ଯୋଗାଇ ଦିଆଯିବା ନେଇ ନିର୍ଦ୍ଦେଶ ଦେଇଛନ୍ତି।