ଏହି ପ୍ରସଙ୍ଗରେ ମୁଖ୍ୟମନ୍ତ୍ରୀ ଓ ରାଜ୍ୟ ପାଲଙ୍କୁ ଚିଠି ମଧ୍ୟ ଲେଖିଛନ୍ତି । ଚିଠିରେ ସବୁ ଘଟଣାକୁ ଗୋଟି ଗୋଟିକରି ବର୍ଣ୍ଣନା କରିବା ସହ ବିଶ୍ୱ ବିଦ୍ୟାଳୟରୁ ଖୁବ୍ ଶୀଘ୍ର ତାଙ୍କୁ ବିଦା କରିବାକୁ ଦାବି କରିଛନ୍ତି ।
୨୦୧୮ରେ ଯୋଗେନ୍ଦ୍ର କୁମାର ନାମକ ଜଣେ ୪୫ ବର୍ଷୀୟ ବ୍ୟକ୍ତି ହଠାତ୍ ଘରୁ କେଉଁଆଡ଼କୁ ଚାଲିଯାଇଥିଲେ । ପରେ ପରିବାର ଓ ପତ୍ନୀ ତାଙ୍କୁ ଖୋଜିବାକୁ ଚେଷ୍ଟା କରିଥିଲେ ।
ଆପାର୍ଟମେଣ୍ଟ ଲୁଟେରାଙ୍କୁ ଧରିବାକୁ ପୋଲିସର ପୋଷ୍ଟର ପ୍ଲାନ୍ । ଭୁବନେଶ୍ୱରର ବିଭିନ୍ନ ଛକ, ବଜାରରେ ଅପରାଧିଙ୍କ ପୋଷ୍ଟର ମାରି, ଧରେଇଦେବାକୁ ଲୋକଙ୍କ ସହଯୋଗ ଲୋଡ଼ିଛି କମିଶନରେଟ୍ ପୋଲିସ୍ ।
ଭୁବନେଶ୍ୱର ହାଇଟେକ୍ ହସ୍ପିଟାଲ ବିସ୍ଫୋରଣକୁ ଦଶ ଦିନ ପୂରିଲା। ହେଲେ ଏବେ ବି ନା ମୃତକଙ୍କ ପରିଚୟକୁ ନେଇ କୁହେଳିକା ହଟୁଛି, ନା ଦୁଶ୍ଚିନ୍ତାରୁ ମୁକୁଳି ପାରୁଛନ୍ତି ଉଭୟ ମୃତକ ଦିଲୀପ ସାମନ୍ତରାୟ ଓ ଜ୍ୟୋତିରଞ୍ଜନ ମଲ୍ଲିକଙ୍କ ପରିବାର।
ପୋଲିସ ପାରିଲାନି...ଲୋକେ ପାରିବେ ! ରାଜଧାନୀରେ ଲାଗିଲା ଆପାର୍ଟମେଣ୍ଟ ଲୁଟେରାଙ୍କ ୱାଣ୍ଟେଡ୍ ପୋଷ୍ଟର । ବସ୍ ବେ' ରେ, ଇଲେକ୍କ୍ରି ଖୁଣ୍ଟରେ, କାନ୍ଥରେ, ବାଡ଼ରେ।
ଗିରଫ ହୋଇଥିବା ଅଭିଯୁକ୍ତମାନେ କୋରାପୁଟ, ରାୟଗଡ଼ା ଓ ଆନ୍ଧ୍ରପ୍ରଦେଶର। ସେମାନେ ଟ୍ରେନରେ ଆସି ପ୍ରଥମେ ରେକି କରନ୍ତି,ପରେ ଡକାୟତି କରନ୍ତି ବୋଲି ସମ୍ବଲପୁର ଏସପି କହିଛନ୍ତି।
ହାଇଟେକ୍ ମେଡ଼ିକାଲରେ ଚାଲିଛି କ’ଣ ? ବିସ୍ଫୋରଣ ମାମଲାରେ କେବେ କାହାକୁ ଜୀବିତ କହୁଛନ୍ତି, ପୁଣି କେବେ ମୃତ ଦର୍ଶାଉଛନ୍ତି ।
ଆଉ କେତେ ମରିବେ ଜଟଣୀ ବଅଙ୍ଗ ଗାଁର ଦିଲୀପ ସାମନ୍ତରାୟ ? ଆଉ କେତେଥର ସେ ଉଠିବେ ମରଣ ଶେଯରୁ ? ଆଉ କେତେ ଶବ ଦାହ କରିବେ ଦିଲୀପଙ୍କ ସଂପର୍କୀୟ ?
DNA ପ୍ରୋଫାଇଲିଂ ପାଇଁ ସାମ୍ପୁଲ ଦିଲ୍ଲୀ ପଠାଯିବ। ଅତିକମ୍ରେ ୭ ଦିନ ସମୟ ଲାଗିବ, ରିପୋର୍ଟ ଆସିଲେ ଶବ ଦିଆଯିବ ବୋଲି ADCP କହିଛନ୍ତି ।
ଡାକ୍ତରଖାନାରେ ସଂକ୍ରମଣ ହେତୁ ୯ ରୁ ୧୦ ଜଣଙ୍କର ମୃତ୍ୟୁ ଘଟିଛି।
ହୁତୁହୁତୁ ହୋଇ ଜଳିଗଲା ଯାତ୍ରୀବାହୀ ଟ୍ରେନ୍, ୪ ଜୀବନ୍ତ ଦଗ୍ଧ । ଢାକା ଯାଉଥିବା ବେନାପୋଲ ଏକ୍ସପ୍ରେସରେ ଅଗ୍ନିକାଣ୍ଡ ।
ଦିଲ୍ଲୀପଙ୍କ ମାଆ କହିଛନ୍ତି, ପୁଅ ଜୀବିତ ଥିବା ଶୁଣି ମେଡିକାଲ ଦୌଡ଼ି ପଳାଇ ଆସିଥିଲି । ଗୋଟାଏ ରାତି ଯାଏଁ ପୁଅ ଭଲ ଥିଲା, ମୋ ସହ କଥା ହୋଇଥିଲା । ୨ଟା ରାତିରେ ହଠାତ କହିଲେ ତମ ପୁଅ ଅବସ୍ଥା ସଙ୍କଟାପନ୍ନ । ୩ଟା ରାତିରେ ଆସି କହିଲେ ତମ ପୁଅ ଆଉ ନାହିଁ ବୋଲି ।
ତଦନ୍ତ ପରେ ଦୋଷୀଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ହେବ କହିଲେ ଡିସିପି । ହାଇଟେକ୍ ଯାଚୁଛି ୧୦ ଲକ୍ଷ ଲାଂଚ କହିଲେ ଜ୍ୟୋତିଙ୍କ ମାମୁ ।
ସବୁଠାରୁ ବଡ଼ କଥା ହେଲା, ବିଭିନ୍ନ ସ୍ଥାନରେ ବେଆଇନ ଭାବେ ଖନନ କରାଯାଇଥିବାର ତଥ୍ୟ ପ୍ରମାଣ ମଧ୍ୟ ED ହାତରେ ଲାଗିଛି ।
୨୦୦ରୁ ଅଧିକ ସ୍ଥାନୀୟ ଲୋକ ଇଡି ଟିମ୍କୁ ଘେରିଯାଇଥିଲେ । ପରେ ଇଡିର କର୍ମଚାରୀଙ୍କ ଗାଡି ଭଙ୍ଗାରୁଜା କରିଥିଲେ ।
ମା ଗୃହ ୱାଡେନ୍ ଲକ୍ଷ୍ମୀ ମାଝୀଙ୍କ ରହସ୍ୟଜନକ ମୃତ୍ୟୁର ସିବିଆଇ ତଦନ୍ତ ଦାବିରେ ଆଜି ୧୨ ଘଣ୍ଟିଆ ରାୟଗଡ଼ା ଜିଲ୍ଲା ବନ୍ଦ ଡାକରା ।
ବୁଝାସୁଝା ପରେ ଆନ୍ଦୋଳନ ଥମୁଥିଲା କିଛି କ୍ଷଣ ପରେ ପୁଣି ତେଜୁଥିଲା ।
କେନ୍ଦ୍ର ସରକାରଙ୍କ ତତ୍ପରତା ପରେ ସମ୍ଭାବ୍ୟ ସମସ୍ୟାକୁ ପ୍ରତିହତ ପାଇଁ ବ୍ଲୁ ପ୍ରିଣ୍ଟ ପ୍ରସ୍ତୁତ କରିଛି କମିଶନରେଟ୍ ପୋଲିସ ।
ଚନ୍ଦକା ଥାନାରେ ଅଭିଯୋଗ ପରେ ପୋଲିସ ତନାଘନା ଜାରି ରଖିଛି।
କମିଶନରେଟ୍ ପୋଲିସର ବଛା ବଛା ଅଫିସରଙ୍କୁ ଚୟନ କରି ଡିପ୍ ଫେକ୍ ସଂପର୍କରେ ଦିଆଯିବ ତାଲିମ । ଏକ ସଫ୍ଟୱେର୍ କମ୍ପାନୀର ୨୦ ସାଇବର୍ ଏକ୍ସପର୍ଟ ସଂପୃକ୍ତ ଅଫିସରକୁ ତାଲିମ ଦେବେ ।
ମାଡିକେରି ଜିଲ୍ଲାର ମୁକୋଡାଲୁ ଗାଁର ୧୯ ବର୍ଷୀୟ ଯୁବକ ବିଷ୍ଣୁ ଉଥାପା ନିଜ ବାପାଙ୍କ ବନ୍ଦୁକରେ ଆତ୍ମହତ୍ୟା କରିଥିବା ଜଣାପଡ଼ିଛି ।
ହୋଟେଲ ମାଲିକ ଓ ହୋଟେଲର କର୍ମଚାରୀ ଓମ୍ ପ୍ରକାଶ ଏବଂ ହେମରାଜକୁ ଗିରଫ କରିଛି ପୋଲିସ । ମଡେଲ ଦିବ୍ୟା ପାହୁଜାଙ୍କ ମୃତଦେହକୁ ଏହି ଦୁଇ ହୋଟେଲ କର୍ମଚାରୀ ଲୁଚାଇଥିବା ଜଣାପଡ଼ିଛି ।
ପାହାଡି ଗ୍ୟାଙ୍ଗକୁ ଧରିବାକୁ ବ୍ଲୁ ପ୍ରିଣ୍ଟ୍ ପ୍ରସ୍ତୁତ କଲା କମିଶନରେଟ୍ ପୋଲିସ । ରାଜ୍ୟ ବାହାରେ ରେଡ୍ କରିବ କମିଶନରେଟ୍ ପୋଲିସ ।
ପାଖାପାଖି ୨୦ ଲକ୍ଷ ଟଙ୍କା ଲୁଟିଥିବା ନେଇ ତଥ୍ୟ ପାଇଛି ପୋଲିସ।
ଐଶ୍ୱର୍ଯ୍ୟା ପୁଲୁରୀ ଇଲେକ୍ଟ୍ରୋନିକ୍ସ ଏବଂ ଯୋଗାଯୋଗ ବିଭାଗର ଚତୁର୍ଥ ବର୍ଷର ବି.ଟେକ୍ ଛାତ୍ରୀ ଥିଲେ । ଯାଞ୍ଚରୁ ଜଣାପଡିଛି ଯେ ଝିଅମାନଙ୍କ ସହ ଦୁଇଜଣ ପୁଅ ମଧ୍ୟ ହୋଟେଲରେ ଚେକ୍ ଇନ୍ କରିଥିଲେ ।