ଗତ କିଛିଦିନ ହେଲା, ଓଡ଼ିଶା ସୀମାନ୍ତ ରାଜ୍ୟ ଗୁଡ଼ିକରେ ହିଂସା ଭିଆଇ ନିଜର ଉପସ୍ଥିତି ଜାହିର କରିଆସୁଛନ୍ତି ମାଓବାଦୀ। ଛତିଶଗଡ଼ ସୁକମା ଅଞ୍ଚଳର ଚିତ୍ର ହିଁ ବୟାନ କରୁଛି ଓଡ଼ିଶା ସୀମାନ୍ତରେ କେତେ ସକ୍ରିୟ ମାଓବାଦୀ।
ଠକ ଦମ୍ପତିଙ୍କୁ ଦିନିକିଆ ରିମାଣ୍ଡରେ ନେଇ ଜେରା କରୁଛି ନୟାପଲ୍ଲୀ ପୋଲିସ । ଜେରା ବେଳେ ପୋଲିସକୁ ଅନେକ ଗୁରୁତ୍ୱପୂର୍ଣ୍ଣ ତଥ୍ୟ ବି ମିଳିଛି । ଠକେଇ ଟଙ୍କାରେ ଅଭିଯୁକ୍ତ ଅକ୍ଷୟ ବହୁ ମୂଲ୍ୟବାନ ଜମି କିଣିଥିବା ଜଣାପଡ଼ିଛି ।
ଠକ ଦମ୍ପତ୍ତିଙ୍କୁ ଦିନିକିଆ ରିମାଣ୍ଡରେ ନେଇ ଜେରା କରୁଛି ନୟାପଲ୍ଲୀ ପୋଲିସ। ଜେରା ବେଳେ ପୋଲିସକୁ ଅନେକ ଗୁରୁତ୍ୱପୂର୍ଣ୍ଣ ତଥ୍ୟ ବି ମିଳିଛି। ଠକେଇ ଟଙ୍କାରେ ଅଭିଯୁକ୍ତ ଅକ୍ଷୟ ବହୁ ମୂଲ୍ୟବାନ ଜମି କିଣିଥିବା ଜଣାପଡ଼ିଛି।
ଗତ କିଛିଦିନ ହେଲା, ଓଡ଼ିଶା ସୀମାନ୍ତ ରାଜ୍ୟ ଗୁଡ଼ିକରେ ହିଂସା ଭିଆଇ ନିଜର ଉପସ୍ଥିତି ଜାହିର କରିଆସୁଛନ୍ତି ମାଓବାଦୀ। ଛତିଶଗଡ଼ ସୁକମା ଅଞ୍ଚଳର ଚିତ୍ର ହିଁ ବୟାନ କରୁଛି ଓଡ଼ିଶା ସୀମାନ୍ତରେ କେତେ ସକ୍ରିୟ ମାଓବାଦୀ।
ରିସର୍ଚ୍ଚ କହୁଛି, ବ୍ୟସ୍ତ ବହୁଳ ଜୀବନରେ ଖିଆଲି ମନର ମଣିଷ ଯେତେବେଳ ମୋବାଇଲ୍ କି ଲାପଟପରୁ ରିଲ୍ସ, ସର୍ଟସ ଦେଖନ୍ତି, ଅନଲାଇନ୍ ଗେମ୍ ଖେଳନ୍ତି ସେମାନେ ବିଭିନ୍ନ ପ୍ରକାର ଡେଟିଂ ଆପ୍ ର ବିଜ୍ଞାପନର ଝଲକ ଦେଖନ୍ତି । ଯେଉଁଠି ସୁନ୍ଦରୀ ଯୁବତୀଟିଏ ଅଡିଓ ଓ ଭିଡିଓ କଲର ଆନନ୍ଦ ନେବାକୁ ସଂପୃକ୍ତ ଆପ୍ ଡାଉନଲୋଡ କରିବାକୁ କୁହନ୍ତି ।
ଜଣେ କଏଦୀଙ୍କ ବୟସ ୨୩ ବର୍ଷ ହୋଇଥିବା ବେଳେ ଆଉ ଜଣଙ୍କ ବୟସ ୪୦ ବର୍ଷ । ଜେଲ୍ର ଜଣେ କର୍ମଚାରୀ ସୂଚନା ପାଇବା ପରେ ଉପରିସ୍ଥ ଅଧିକାରୀଙ୍କୁ ଜଣାଇଥିଲେ।
ଜମ୍ମୁ କାଶ୍ମୀରର ପୁଂଚରେ ସୁରକ୍ଷାକର୍ମୀଙ୍କୁ ଟାର୍ଗେଟ କରି ବଡ ଧରଣର ଆକ୍ରମଣ । ଏଥିରେ ୫ଜଣ ଯବାନ ସହିଦ ହୋଇଥିବା ବେଳେ ତିନିଜଣ ଆହତ ହୋଇଛନ୍ତି ।
ରାଉରକେଲା ସୀମାନ୍ତ ଝାଡ଼ଖଣ୍ଡରେ ନକ୍ସଲଙ୍କ ହିଂସାକାଣ୍ଡ । ଝାଡ଼ଖଣ୍ଡ ମନୋହରପୁର ଷ୍ଟେସନ ନିକଟ ବିରୁୱାରେ ରେଳ ଧାରଣା ଉଡାଇଛନ୍ତି ମାଓବାଦୀ । ବିଳମ୍ବିତ ରାତିରେ ଏଭଳି କାଣ୍ଡ ଭିଆଇଥିବା ଜଣାପଡ଼ିଛି । ଫଳରେ ଟ୍ରେନ୍ ଚଳାଚଳ ପ୍ରଭାବିତ ହୋଇଛି ।
ଧରାପଡ଼ିଲେ କାର୍ ସ୍ମାମର ମାଷ୍ଟରମାଇଣ୍ଡ୍ ବଣ୍ଟି ଔର୍ ବବଲି ଯୋଡ଼ି। ଶତାଧିକ ଲୋକଙ୍କୁ ଚୂନ ଲଗାଇ ୪୦ କୋଟିରୁ ଅଧିକ ଟଙ୍କା ଠକି ନେଇଛନ୍ତି ଏହି ଦଂପତି ।
ରିହାତିରେ କାର୍। ଡିସକାଉଣ୍ଟରେ ବ୍ରାଣ୍ଡ୍ ନ୍ୟୁ। ୧୮ ଲକ୍ଷର କାର୍ ମାତ୍ର ୯ ଲକ୍ଷରେ। ବାସ୍ ଏମିତି କିଛି ବିଜ୍ଞାପନ, ଏମିତି କିଛି ପ୍ରଚାର କରି ଏହି ଦମ୍ପତି ଠକି ନେଇଛନ୍ତି ୪୦ କୋଟି।
ଜବତ ଟଙ୍କାରୁ ୩୨୯ କୋଟି ବଲାଙ୍ଗିର ଓ ସମ୍ବଲପୁରରେ ଥିବା ପୁରୁଣା ଘର, ଗୁପ୍ତ ଚାମ୍ବରରେ ଲୁଚା ଯାଇଥିଲା ବୋଲି ଆୟକର ବିଭାଗ ପକ୍ଷରୁ କୁହାଯାଇଛି।
ପ୍ରଶାନ୍ତଙ୍କ ୨ଟି ବହୁତଳ ପ୍ରାସାଦ, ୨ଟି ଫ୍ଲାଟ୍, ୫ଟି ପ୍ଲଟ, ୧ କୋଟି ୩୭ ଲକ୍ଷର ବ୍ୟାଙ୍କ ଜମା, ୫ଶହ ଗ୍ରାମରୁ ଅଧିକ ସୁନା ଓ ୧ ଲକ୍ଷ ୨୧ ହଜାର ନଗଦ ଟଙ୍କା ଠାବ କରିଛି ଭିଜିଲାନ୍ସ ।
ବ୍ୟକ୍ତି ଜଣକ ବାଥରୁମକୁ ଯାଇ ଶରୀରରୁ ପୋଷାକ ଖୋଲିବାର ମାତ୍ର କିଛି ସମୟ ପରେ ଭିଡିଓ କଲ୍ଟି କଟିଯାଇଥିଲା । ଅର୍ଥାତ୍ ମହିଳା ଜଣକ ଭିଡିଓ କଲ୍ଟିକୁ କାଟିଦେଇଥିଲେ ।
ଯେଉଁମାନେ ନ୍ୟୁଡ କଲରେ ସାମିଲ ହେଉଥିଲେ ତାଙ୍କ ଠାରୁ ମୋଟା ଅଙ୍କର କମିଶନ ନେଉଥିଲା । ଓଡ଼ିଶାର ଦୁଇ ଜଣଙ୍କ ସହ ତାର ଥିଲା ସମ୍ପର୍କ । ୯ଟି ବ୍ୟାଙ୍କରେ ତାର ଆକାଉଣ୍ଟ ରହିଛି । ଇଣ୍ଡସ ଇଣ୍ଡ ବ୍ୟାଙ୍କ୍, IDBI Bank, ଏସବିଆଇ, Axis Bank, Central Bank, IDFC, ବ୍ୟାଙ୍କ୍ ଅଫ୍ ବରୋଦାରେ ରହିଛି ଆକାଉଣ୍ଟ ।
ଡିସକାଉଣ୍ଟରେ କାର ଦେବାକୁ କହି ପାଖାପାଖି ୪୦ କୋଟି ଟଙ୍କାର ଠକେଇ ଅଭିଯୋଗ । ଠକେଇ ଅଭିଯୋଗ ପରେ ସ୍ବାମୀ ସ୍ତ୍ରୀଙ୍କୁ ଅଟକ ରଖିଛି ପୋଲିସ ।
ମଦ ବ୍ୟାନ ଥିବା ରାଜ୍ୟରେ ବେଆଇନ ଭାବେ ଗାଡ଼ିରେ ମଦ ନେଉଥିଲେ । ପୋଲିସକୁ ଦେଖି ଜୋରରେ ଗାଡ଼ି ଚଲାଇ ପଳାଇବେ ବୋଲି ଭାବିଥିଲେ । କିନ୍ତୁ ନିୟତିର ନୀତି ଥିଲା ଅଲଗା ।
ସଂସଦରେ ସ୍ମୋକ୍ ଆଟାକ୍ ଘଟଣାର ତନାଘନା କରୁଛି କେନ୍ଦ୍ର ଗୃହ ମନ୍ତ୍ରାଳୟ ଦ୍ବାରା ଗଠିତ କମିଟି । ଘଟଣାରେ କର୍ଣ୍ଣାଟକର ଜଣେ ପୂର୍ବତନ ପୋଲିସ ଅଧିକାରୀଙ୍କ ପୁଅଙ୍କୁ ଅଟକ ରଖିଛି ଦିଲ୍ଲୀ ପୋଲିସ ।
ଢୋଲ ଭିତରେ ମୂଷା । ଗରିବଙ୍କ ପେଟକୁ ଲାତ । ବାବୁ ଖାଇଗଲେ ପିଡିଏସ୍ ଚାଉଳ । କାରସାଦି କରି ଯୋଗାଣ ଦାୟିତ୍ୱରେ ଥିବା କର୍ମଚାରୀ ଓ ଅଧିକାରୀ ହଡପ୍ କରି ନେଇଛନ୍ତି ଶହ ଶହ କ୍ୱିଣ୍ଟାଲ ସରକାରୀ ଚାଉଳ ।
କ୍ରାଇମବ୍ରାଞ୍ଚ STF ଓ କେନ୍ଦ୍ରୀୟ ଗୁଇନ୍ଦା ସଂସ୍ଥାର ଜେରାରୁ ଖୋଲୁଛି ସନ୍ଦିଗ୍ଧ ଆତଙ୍କୀ ବୁଖାରୀର ଗୋଟିକ ପରେ ଗୋଟିଏ କଳାଚିଠା । ଏବେ ଖୋଲିଛି ବୁଖାରୀର ହନିଟ୍ରାପ୍ ଆପ ଗୁମର ।
ଭୁବନେଶ୍ୱରରେ ଗତକାଲି ହୋଇଥିବା ଶିଶୁ ଅପହରଣ ନାଟକର ପର୍ଦ୍ଦାଫାସ୍ କରିଛି କମିଶନରେଟ୍ ପୋଲିସ୍ । ଘଟଣାରେ ଶିଶୁର ବାପା ଓ ସାବତ ବାପାକୁ ମିଶାଇ ପୋଲିସ୍ ମୋଟ୍ ୪ ଜଣଙ୍କୁ ଗିରଫ କରିଛି ।
କାଲି ସୁନ୍ଦରଗଡ଼, ଆଜି ଭୁବନେଶ୍ୱର..କାଲି ପିହୁ ଆଜି ଆଶୁତୋଷ । ଦୁଇ ଦିନରେ ଦୁଇ ଦୁଇଟି ଶିଶୁର ଜୀବନ ସହ ଖେଳ ।
ସନ୍ଦିଗ୍ଧ କାଶ୍ମୀରୀ ଆତଙ୍କୀ ସୟିଦ ଇଶାନ ବୁଖାରୀ ଥିଲା ହନିଟ୍ରାପ ମାଷ୍ଟର ! ନିଜର ଏକ ସ୍ୱତନ୍ତ୍ର ଆପ୍ ବନେଇଥିଲା । ବହୁ ଯୁବତୀଙ୍କ ଜରିଆରେ ନ୍ୟୁଡ୍ କଲ୍ କରାଇ ବଡ଼ ବଡ଼ିଆଙ୍କଠୁ ଆଦାୟ କରିଛି କୋଟି କୋଟି ଟଙ୍କା ।
ଦୁଇ ମାସ ପୂର୍ବରୁ ସୁବ୍ରତ ଓ ଶାନ୍ତିଲତାଙ୍କ ମଧ୍ୟରେ ମନମାଳିନ୍ୟ ହୋଇଥିଲା।
କପେ ଚା’ ପାଇଁ ସ୍ୱାମୀର ନାରକୀୟ କାଣ୍ଡ । ସ୍ୱାମୀ-ସ୍ତ୍ରୀର ସମ୍ପର୍କ ଭୁଲିଗଲା ସ୍ୱାମୀ ।
ତେବେ ଶିଶୁ ଅପହରଣର କାରଣ ସ୍ପଷ୍ଟ ହୋଇନାହିଁ । ଏପଟେ ଅପହର୍ତ୍ତାଙ୍କୁ ପୋଲିସ ଅଟକ ରଖି ପଚରାଉଚରା କରୁଛି ।