ପିଏମଓରେ ଚାକିରି କରିଥିବା କହି ପୋଲିସ ଅଧିକାରୀଙ୍କ ସହ ରଖୁଥିଲା ସମ୍ପର୍କ। ପୋଷ୍ଟିଂ ଓ ଟ୍ରାନ୍ସଫର ପାଇଁ ପୋଲିସ ଅଧିକାରୀଙ୍କୁ ମଧ୍ୟ ଲଗାଇଛି ଚୁନା ।
ଗତକାଲିଠୁ ସେ ଫେସବୁକକୁ ବ୍ୟବହାର କରିପାରୁନାହାନ୍ତି। ଏନେଇ ସେ ସାଇବର୍ କ୍ରାଇମରେ ଅଭିଯୋଗ ଦେଇଛନ୍ତି ।
ଗତକାଲି ବିଳମ୍ବିତ ରାତିରେ ମଦନମୋହନ ମନ୍ଦିରରୁ ଦାନ ବାକ୍ସ ଚୋରାଇ ନେଲେ ଦୁର୍ବୃତ୍ତ….
ବଲାଙ୍ଗିରରେ ମାତିଛନ୍ତି ସୁନା ଠକେଇ ଗ୍ୟାଙ୍ଗ୍...ଘଟଣାର ପର୍ଦ୍ଦାଫାସ କଲା ସଦର ଥାନା ପୋଲିସ..୨ ଅଭିଯୁକ୍ତ ଗିରଫ, ୮୦ ହଜାର ଟଙ୍କା ଓ ବାଇକ୍ ଜବତ..
ଯାଜପୁର ଉପକାରଗାରରେ ବିଚାର ବିଭାଗୀୟ ହାଜତରେ ଅଛି ବୁଖାରୀ... ଦେଶ ବିରୋଧୀ ତତ୍ତ୍ୱ, ଠକେଇ ସହ ବୁଣୁଥିଲା ଆତଙ୍କୀ ନେଟୱାର୍କ..
ଜହ୍ଲାଦ ପ୍ରେମିକର ଜଘନ୍ୟ କାଣ୍ଡ ! ବିଚ୍ ରାସ୍ତାରେ ପ୍ରେମିକା ଉପରେ ଗାଡ଼ି ଚଢ଼ାଇ ହତ୍ୟା ଉଦ୍ୟମ । ହସ୍ପିଟାଲ ବେଡରେ ଛଟପଟ ହେଉଛନ୍ତି ଯୁବତୀ । ଏଭଳି ହୃଦୟ ବିଦାରକ ଘଟଣା ଦେଖିବାକୁ ମିଳିଛି ମହାରାଷ୍ଟ୍ର ଥାନେରେ ।
ଆତଙ୍କୀ ରାଡାରରେ ରହିଛି କି ସାଂପ୍ରଦାୟିକ ଭେଦଭାବ ଶୂନ୍ୟ ଓଡ଼ିଶା ? ଶାନ୍ତିପ୍ରିୟ ରାଜ୍ୟ ବୋଲି ଏହାକୁ ସୁରକ୍ଷିତସ୍ଥଳ ବାଛିନେଇଛନ୍ତି କି ସନ୍ଦିଗ୍ଧ ବ୍ୟକ୍ତି ? କାରଣ ଗତକିଛି ବର୍ଷ ହେଲା ରାଜ୍ୟ ଭିତରୁ ଧରାହେଲେଣି ଅନେକ ସନ୍ଦିଗ୍ଧ ଆତଙ୍କୀ ।
ଓଡ଼ିଶାରେ ସନ୍ଦିଗ୍ଧ କାଶ୍ମୀର ଆତଙ୍କୀକୁ ନେଇ ହଇଚଇ । ଓଡ଼ିଶା ଭିତରେ ବୁଲୁଥିଲା ଛଦ୍ମବେଶୀ ରୂପରେ । ଦେଶ ବିରୋଧୀ ତତ୍ତ୍ୱ, ଠକେଇ ସହ ବୁଣୁଥିଲା ଆତଙ୍କୀ ନେଟୱାର୍କ । ଆଜି ଯେଉଁ ଯୁବକକୁ STF ଗିରଫ କରିଛି, ଯାହା ନାଁ ସଇଦ୍ ଈଶାନ୍ ବୁଖାରୀ ।
ଜହ୍ଲାଦ ପ୍ରେମିକର ଜଘନ୍ୟ କାଣ୍ଡ ! ବିଚ୍ ରାସ୍ତାରେ ପ୍ରେମିକା ଉପରେ ଗାଡ଼ି ଚଢ଼ାଇ ହତ୍ୟା ଉଦ୍ୟମ । ହସ୍ପିଟାଲ ବେଡରେ ଛଟପଟ ହେଉଛନ୍ତି ଯୁବତୀ । ଏଭଳି ହୃଦୟ ବିଦାରକ ଘଟଣା ଦେଖିବାକୁ ମିଳିଛି ମହାରାଷ୍ଟ୍ର ଥାନେରେ । ବିଡମ୍ବନାର କଥା, ଘଟଣା ଗତ ସୋମବାରର ହୋଇଥିଲେ ମଧ୍ୟ ପୋଲିସ ଏହି ମାମଲାରେ କାହାରିକୁ ଗିରଫ କରି ପାରିନାହିଁ ।
ଜଣେ ମହିଳା ଡାକ୍ତରଙ୍କ ସମେତ ଅନ୍ୟ ତିନି ଜଣ ଡାକ୍ତର ସେଠାକୁ ଯାଇଥିଲେ । ହେଲେ ସେଠାରେ ପହଞ୍ଚିବା ପରେ ମୃତ ମହିଳାଙ୍କ ଆଖି ନଥିବା କଥା କହିଥିଲେ । ପରେ ପରେ ଘଟଣାଟି ଥାନାରେ ପହଞ୍ଚିବା ସହ ପୋଲିସ ଏହାର ତଦନ୍ତ କରିଥିଲା ।
ଅଭିଯୁକ୍ତ ହିମାଂଶୁ ୧୩ ଡିସେମ୍ବରରେ ତା’ର ମାଙ୍କୁ ଖର୍ଚ୍ଚ ପାଇଁ କିଛି ଟଙ୍କା ମାଗିଥିଲା। କିନ୍ତୁ ଟଙ୍କା ଦେବାକୁ ପ୍ରତିଭା ଦେବୀ ମନା କରିଦେଇଥିଲେ। ଏହା ପରେ ଦୁଇ ଜଣଙ୍କ ମଧ୍ୟରେ ଟଙ୍କାକୁ ନେଇ ପାଟିତୁଣ୍ଡ ହୋଇଥିଲା।
ପଚରାଉଚରା ବେଳେ ଏହା ମଧ୍ୟ ଜଣାପଡିଛି ଯେ, କଲ୍ କରୁଥିବା ବ୍ୟକ୍ତି ସିଜୋଫ୍ରେନିଆରେ ପୀଡିତ ଥିଲେ। ସେ କାହାକୁ ନ ଜଣାଇ ଘରୁ ଫୋନ୍ ଆଣି ଚାଲିଆସିଥିଲେ।
ସନ୍ଦିଗ୍ଧ ଯୁବକ କେତେବେଳେ ନିଜକୁ ନ୍ୟୁରୋ ସ୍ପେଶାଲିଷ୍ଟ ଡାକ୍ତର କହୁଥିଲା ତ କେତେବେଳେ ପିଏମ୍ଓ ଅଫିସର ଅଧିକାରୀ ବୋଲି କହୁଥିଲା। ତାସହ ଉଚ୍ଚପଦସ୍ଥ ଏନଆଇଏ ଅଧିକାରୀଙ୍କ ସହ ତା’ର ସଂପର୍କ ଥିବା ବି ସେ କହୁଥିଲା।
ବୌଦ୍ଧ ଡିଷ୍ଟିଲାରୀ ପ୍ରାଇଭେଟ୍ ଲିମିଟେଡ୍ ଲିଙ୍କରେ ଏହି ଚଢ଼ାଉ କରାଯାଇଥିବାର ସୂଚନା ମିଳିଛି। ଶକ୍ତି ମଲ୍ଟିଏୟାର ଏଣ୍ଡ ଲିମୋନେଡ଼ କମ୍ପାନୀ ୨୦୧୨ ମେ’ରୁ ଆଲକହଲ ଓ ନନ୍ ଆଲକହଲ ପାନୀୟ ପ୍ରସ୍ତୁତ କାର୍ଯ୍ୟ କରି ଆସୁଛି।
ବାପା ବ୍ୟୁରୋକ୍ରାଟ୍ ବୋଲି କ’ଣ ପୁଅ ଇନ୍ଦ୍ରଚନ୍ଦ୍ର ମାନିବନି....ପ୍ରେମିକାର ଜୀବନ ନେବାପାଇଁ ଉଦ୍ୟମ କଲାପରେ ମଧ୍ୟ ଖୋଲାରେ ବୁଲୁଛି ଅଭିଯୁକ୍ତ....
ରାଜେଶ ୩ ଲକ୍ଷ ଟଙ୍କା ଧରି ଉମରକୋଟ ଆସିବାକୁ କହିବାରୁ ପୁଅର କଥା ମାନି ରାଜେଶର ବାପା ଟଙ୍କା ଧରି ଉମରକୋଟ ଆସିଥିଲେ।
ଅନ୍ଲାଇନ୍ କିଣାବିକା ପ୍ଲାଟ୍ଫର୍ମ OLX ରେ ବିଜ୍ଞାପନ ପୋଷ୍ଟ୍ କରି ଏକ ପୁରୁଣା ବେଡ୍ ବିକ୍ରୟ କରିବାକୁ ଚେଷ୍ଟା କରି ଜଣେ ଇଞ୍ଜିନିୟର ୬୮ଲକ୍ଷ ଟଙ୍କା ଠକାମିର ଶିକାର ହୋଇଛନ୍ତି। ପୋଲିସର ସୂଚନାନୁସାରେ, ବେଙ୍ଗାଲୁରୁ ସହରରେ ସାଇବର ଅପରାଧୀଙ୍କ ଦ୍ୱାରା ଚୋରି ହୋଇଥିବା ଏହା ହେଉଛି ସବୁଠାରୁ ବଡ ଟଙ୍କା।
ବିହାର ପାଟନାର ଦାନାପୁର ସବ୍-ଡିଭିଜନ୍ କୋର୍ଟ ପରିସରରେ ଏହି ଗୁଳିକାଣ୍ତ ଘଟିଛି । ବିଚାରଧିନ କଏଦୀ ଅଭିଷେକ କୁମାର ଓରଫ୍ ଛୋଟେ ସରକାରକୁ ଗୁଳି କରି ହତ୍ୟା କରାଯାଇଛି ।
ସମୟ ଆସିଲେ ସବୁ କହିବି, ମହିଳାଙ୍କୁ ଅସମ୍ମାନ ଠିକ୍ ନୁହେଁ । ଏହା ରାଜ୍ୟକୁ ଶୋଭା ଦେଉନାହିଁ ।
‘ମୋତେ ପୂରା ଅଦାଲତରେ ଅପମାନିତ କରାଗଲା, ଗାଳି ଦିଆଗଲା । ଚାକିରିରେ ଯୋଗଦେବାର କମ୍ ସମୟ ମଧ୍ୟରେ ମୋତେ ଯୌନ ନିର୍ଯାତନାର ଶିକାର ହେବାକୁ ପଡ଼ିଲା । ସର୍ବସମ୍ମୁଖରେ ଗାଳି ଶୁଣିଛି ।’
ମନ୍ତ୍ର ଭଗବାନଙ୍କ ପ୍ରତି ଆରାଧନା ହୋଇଥିବା ବେଳେ, ତନ୍ତ୍ର ସାଧାରଣତଃ ତାମସିକ ହୋଇଥାଏ । ବିଜ୍ଞାନ ଯେତେ ଉନ୍ନତି କଲେ ମଧ୍ୟ ଏହି ଅନ୍ଧ ବିଶ୍ବାସରୁ ବାହାରି ପାରୁନି ଆଧୁନିକ ମଣିଷ । ଆଜି ବି ତନ୍ତ୍ରର ପ୍ରଭାବ ସମାଜ ଉପରେ ଦେଖିବାକୁ ମିଳେ । ଆଉ ଏହାର ସଦ୍ୟତମ ଉଦାହରଣ ମହାରାଷ୍ଟ୍ରରେ ଦେଖିବାକୁ ମିଳିଛି ।
ଲୋକସଭା ସେକ୍ରେଟାରିଏଟର ଅନୁରୋଧ କ୍ରମେ କେନ୍ଦ୍ର ଗୃହ ମନ୍ତ୍ରାଳୟ ପକ୍ଷରୁ ଏହି କମିଟି ଗଠନ କରାଯାଇଛି ।
ଗତ ୩୦ ତାରିଖ ରାତିରେ ସଂପୃକ୍ତ ମହିଳା PEOଙ୍କ ବାସଭବନକୁ ଆସିଥିଲେ। ଆଉ ସଂଜିତଙ୍କୁ ଶୋଇଥିବା ଅବସ୍ଥାରେ ତକିଆରେ ମୁହଁକୁ ଚାପି ହତ୍ୟା କରିବା ପରେ ଘଟଣାସ୍ଥଳରୁ ଖସିଯାଇଥିଲେ। ଶେଷରେ ସଦର ପୋଲିସ ସଂପୃକ୍ତ ମହିଳାଙ୍କୁ ଗିରଫ କରିଛି।
ବୋମା ତିଆରି କରୁଥିବା ଛାତ୍ର ଜଣକ ହେଉଛନ୍ତି ଆଲ୍ହାବାଦ ବିଶ୍ୱବିଦ୍ୟାୟରେ ଏମ୍ଏ ପାଠ ପଢ଼ୁଥିବା ପ୍ରଭାତ ଯାଦବ । ସେ ପିସି ବାନାର୍ଜୀ ହଷ୍ଟେଲ୍ରେ ରହୁଥିଲେ । ସେଇଠାରେ ହିଁ ଏହି ବୋମା ବିସ୍ଫୋରଣ ହୋଇଛି ।
ଗଞ୍ଜାମରେ ବ୍ରହ୍ମପୁର ଓ ଛତ୍ରପୁର ଭଳି ଦୁଇଟି ଅବକାରୀ ଜିଲ୍ଲା ରହିଛି । ବ୍ରହ୍ମପୁର ଅବକାରୀ ଜିଲ୍ଲାରେ ୨୫ଟି ଦେଶୀ ମଦଭାଟି ଥିବା ବେଳେ ଛତ୍ରପୁର ଅବକାରୀ ଜିଲ୍ଲାରେ ଚାଲିଛି ୪୭ଟି ଭାଟି।