• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Crime Updates

Loot
ରାଜଧାନୀରେ ଲୁଟେରାଙ୍କ ଟାର୍ଗେଟରେ ଆପାର୍ଟମେଣ୍ଟ, କେହି ନ ଥିବାର ସୁଯୋଗ ନେଇ କରୁଛନ୍ତି ଲୁଟ୍‌ପାଟ୍‌

ଚୋରି ବେଳର ଚିତ୍ର ସିସିଟିଭିରେ କଏଦ ହୋଇଛି । ଏକାଧିକ ଦୁର୍ବୃତ୍ତ ଏହି ଲୁଟ୍‌ରେ ସାମିଲ ଥିବା ସିସିଟିଭିରେ କଏଦ ହୋଇଛି । ଏନେଇ ଭରତପୁର ଥାନାରେ ଅଭିଯୋଗ ପରେ ପୋଲିସ ଘଟଣାର ତଦନ୍ତ ଆରମ୍ଭ ଜାରି ରଖିଛି।

Corruption
ସଂଗ୍ରହାଳୟ ନାଁ ରେ ଦୁର୍ନୀତି

ବାଣେଶ୍ୱରନାସୀରେ ଏକ ସଂଗ୍ରହାଳୟ ହେବା ପାଇଁ ଶୁଭ ଦିଆଯିବା ପରେ କାମ ବି ଆରମ୍ଭ ହୋଇଥିଲା.. କିନ୍ତୁ ଖାଲି ଗାତ ଖୋଳିଦେଇ କଣ୍ଟ୍ରାକ୍ଟର ଛୁ.. ଏ ଯାଏ ଇଟା ଖଣ୍ଡେ ପଡି ନଥିଲାବେଳେ 1 କୋଟି 2 ଲକ୍ଷ 58 ହଜାର328 ଟଙ୍କା ହରିଲୁଟ ହୋଇଥିବା ଅଭିଯୋଗ ହୋଇଛି..

Father Died
ପୁଅକୁ ବଞ୍ଚାଇବାକୁ ଯାଇ ନଦୀରେ ବୁଡ଼ିଗଲା ବାପା, ଚାଲିଗଲା ଜୀବନ

ସରୋଜଙ୍କୁ ଗୁରୁତର ଅବସ୍ଥାରେ ମେଡିକାଲରେ ଭର୍ତ୍ତି କରିଥିଲେ ସୁଦ୍ଧା ମେଡିକାଲରେ ଡାକ୍ତର ମୃତ ଘୋଷଣା କରିଥିଲେ।

  • Sunday, 12 November 2023
  • Drown
Dharmendra Pradhan Fake PA
ଧର୍ମେନ୍ଦ୍ରଙ୍କ PA କହି ଲୋକଙ୍କୁ ଚୁନ ଲଗାଉଥିଲା, ଏବେ ଧରାପଡ଼ି ଜେଲ୍‌ରେ..

ଡିଆରଡିଓ, ଭିଜିଲାନ୍ସର ନକଲି ସାର୍ଟିଫିକେଟ ସହ ଭାରତୀୟ ବାୟୁସେନାର ନକଲି ପରିଚୟ ପତ୍ର, ଲ୍ୟାପଟପ, ୨ଟି ପେନ୍ ଡ୍ରାଇଭ, ୮ଟି ମୋବାଇଲ ଫୋନ, ୧୩ଟି ସିମ୍ କାର୍ଡ, ୫ଟି ବ୍ୟାଙ୍କ ପାସବୁକ୍ ଓ ଚେକ୍ ଆଦିକୁ ଜବତ କରିଛି ପୋଲିସ ।

  • Sunday, 12 November 2023
  • Fraud
Fake Certificate
ଜାଲ ସାର୍ଟିଫିକେଟ୍ ଦେଇ ଶିକ୍ଷକ ହୋଇଥିଲେ, ଏବେ ଗିରଫ ହେଲେ

ଯେଉଁ ୟୁନିଭରସିଟି ନାଁରେ ସେ ଜାଲ ସାର୍ଟିଫିକେଟ ଦେଇ ଚାକିରି କରିଥିଲେ ସେଠାରୁ ଯାଞ୍ଚ ପରେ ସାର୍ଟିଫିଟିକେଟ୍ ନକଲି ବୋଲି ଜଣାପଡିଥିଲା ।

ATM Van
ପୁଣି ଦୁର୍ବୃତ୍ତଙ୍କ ଟାର୍ଗେଟରେ ଟଙ୍କା ଭ୍ୟାନ୍

ଲୁଟ୍ ପାଇଁ ଆଉ ATM ଯାଉନାହାଁନ୍ତି ଲୁଟେରା । ATMରେ ଭର୍ତ୍ତି କରିବାକୁ ଟଙ୍କା ଧରି ଯାଉଥିବା ଭ୍ୟାନରୁ ହିଁ ମଝିରାସ୍ତାରୁ କରୁଛନ୍ତି ଲୁଟପାଟ୍। ଏହି ଘଟଣା ଘଟିଛି କଟକ ତିଗିରିଆ ଅଞ୍ଚଳରେ। ଅଭିଯୋଗ ହୋଇଛି ପ୍ରାୟ ୮ ଜଣ ମୁଖାପିନ୍ଧା ଦୁର୍ବୃତ୍ତ, ଭ୍ୟାନରୁ ଲୁଟିଛନ୍ତି କୋଟିଏ ୭୩ ଲକ୍ଷ ଟଙ୍କା ଥିବା ବାକ୍ସକୁ।

  • Friday, 10 November 2023
  • Loot
ATM Van
ଫିଲ୍ମ ଷ୍ଟାଇଲରେ ATM ଭ୍ୟାନ୍ ଅଟକାଇଲେ, ଟଙ୍କା ଭର୍ତ୍ତି ଟ୍ରଙ୍କ୍ ଉଠାଇନେଲେ

ମୁଖାପିନ୍ଧି ଆସିଲେ, ଟଙ୍କା ଟ୍ରଙ୍କ ଧରି ଚମ୍ପଟ ମାରିଲେ । ATM ଭ୍ୟାନ୍ କୁ ରାସ୍ତାରେ ଅଟକାଇ ନଗଦ ୧ କୋଟି ୭୩ ଲକ୍ଷ ଟଙ୍କା ଥିବା ଟ୍ରଙ୍କକୁ ଧରି ଦୁର୍ବୃତ୍ତ ସୀମାପାର୍ ଅଭିଯୋଗ ।

ATM Van Lootera
ATM ପହଞ୍ଚିବା ପୂର୍ବରୁ ଲୁଟ୍‌; ବନ୍ଧୁକ ମୁନରେ ଲୁଟି ନେଲେ ଦେଢ଼ କୋଟି ଟଙ୍କା

କଟକ ଜିଲ୍ଲା ତିଗିରିଆ ଥାନା ଗୋଡ଼ିଝରିଆ ନିକଟରେ ଆଜି କିଛି ଦୁର୍ବୃତ୍ତ ବନ୍ଧୁକ ଦେଖାଇ ଏଟିଏମ୍‌ରେ ଟଙ୍କା ଭରିବାକୁ ଯାଉଥିବା ଭ୍ୟାନ୍‌ରୁ ଟଙ୍କା ଭର୍ତ୍ତି ଟ୍ରଙ୍କ ଲୁଟି ନେଇଥିବା ଅଭିଯୋଗ ହୋଇଛି।

Teacher misbehave class 6 student
ପୀଡ଼ିତା ଭୋଗୁଛି ଯନ୍ତ୍ରଣା, କେବେ ଚେତିବେ ସରକାର

ନବରଙ୍ଗପୁର ଉମରକୋଟ ଛାତ୍ରୀ ଦୁଷ୍କର୍ମ ମାମଲା । ପୀଡ଼ିତାଙ୍କ ବୟାନ ରେକର୍ଡ କରିଛି କୁନ୍ଦେଇ ପୋଲିସ ।

Bolero Accident
ମୁହଁ ଧୋଉ ଧୋଉ ଚାଲିଗଲା ଜୀବନ ..

ଛକି ରହିଥିଲା ମୃତ୍ୟୁ । ମୁହଁ ଧୋଉ ଧୋଉ ନିଜ ଜୀବନ ସହ ମଧ୍ୟ ହାତ ଧୋଇ ବସିଲେ ।

Teacher misbehave
ଷଷ୍ଠ ଶ୍ରେଣୀ ଛାତ୍ରୀଙ୍କୁ ଦୁଷ୍କର୍ମ ଅଭିଯୋଗ; ଦୁଇ ଶିକ୍ଷକଙ୍କ ସହ ପ୍ରଧାନଶିକ୍ଷକ ଥାନାରେ ଅଟକ

ଆଶ୍ରମ ସ୍କୁଲର ଷଷ୍ଠ ଶ୍ରେଣୀ ଛାତ୍ରୀଙ୍କୁ ଗତ ୭ ତାରିଖ ଦିନ ପ୍ରଧାନ ଶିକ୍ଷକ ସଚିତ୍ରନନ୍ଦନ ବିଶ୍ୱାସ ଏବଂ ସହକାରୀ ଶିକ୍ଷକ କେଶବ ମାଝୀ ଦୁଷ୍କର୍ମ କରିଥିବା ଅଭିଯୋଗ ହୋଇଛି ।

  • Friday, 10 November 2023
Odisha Ayurvedic college principal in Vigilance net: Cash, plots and vehicles seized
ପ୍ରିନ୍ସପାଲଙ୍କର ଅଚଳାଚଳ ସମ୍ପତ୍ତି; ବାହାରିଲାଣି ୨୮ଟି ପ୍ଲଟ, ୩ ବହୁତଳ କୋଠା

ତାଙ୍କର ୧୯ ଲକ୍ଷ ଟଙ୍କାର ଜମାରାଶି ସମ୍ପର୍କରେ ସୂଚନା ମିଳିଛି ।ସେପଟେ ସୁଦର୍ଶନଙ୍କ ୩୨୩୨ ନମ୍ବରରେ ୩ଟି ଦାମୀ କାର ସହ ୩୨ ଲକ୍ଷ ଟଙ୍କା ମୂଲ୍ୟର ଏକ ବାଇକ ମଧ୍ୟ ରହିଛି।

Loot From Apartment
ଘରେ ପଶି ବେଧଡକ କଳାକନା ବୁଲାଉଛନ୍ତି ଲୁଟେରା

ଅକ୍ଟୋବର ୧୬ ଇନଫୋସିଟି ଥାନା ନିକଟ ରାଜବାଟିକା ଆପାର୍ଟମେଣ୍ଟରେ ବଡ଼ ଧରଣର ଚୋରି। ଆପାର୍ଟମେଣ୍ଟର ୪ଟି ଫ୍ଲାଟରୁ ପାଖାପାଖି କୋଟିଏରୁ ଅଧିକ ଟଙ୍କାର ସୁନା ଗହଣା ଓ ଟଙ୍କା ନେଇ ଚଂପଟ୍ ମାରିଲେ ଚୋର।

Loot From Apartment
ରାଜଧାନୀର ଆପାର୍ଟମେଣ୍ଟରେ ଅପରାଧୀଙ୍କ ଉପଦ୍ରବ, ଘରେ ପଶି ବେଧଡକ କଳାକନା ବୁଲାଉଛନ୍ତି ଲୁଟେରା

ଗତ ଶନିବାର ରାତିରେ ଭରତପୁର ଥାନା ଶ୍ରୀକ୍ଷେତ୍ର ଆପାର୍ଟମେଣ୍ଟର ୩ଟି ଫ୍ଲାଟରୁ ପାଖାପାଖି ୫୦ ଲକ୍ଷରୁ ଅଧିକ ଟଙ୍କାର ସୁନା ଗହଣା ସହ କ୍ୟାସ୍ ଚୋରେଇ ନେଇଗଲେ ଦୁବୃର୍ତ୍ତ।

Vigilance Raid
ପ୍ରିନସପାଲ୍‌ଙ୍କ ଅମାପ ସମ୍ପତ୍ତି; ୩ଟି ଯାକ କାର୍‌ର ନମ୍ବର ୩୨୩୨

ଜଣେ ପ୍ରିନ୍ସପାଲଙ୍କର ମଧ୍ୟ ଏତେ ସମ୍ପତ୍ତି ଥାଇପାରେ । ୧୬ଟି ପ୍ଲଟ, ୩ଟି ବହୁତଳ ପ୍ରାସାଦ ଭଳି ଘର, ୫୦ ଲକ୍ଷ ଟଙ୍କାର ଜମାରାଶି । ତା’ସହିତ ୩ଟି ଦାମୀ ୪ ଚକିଆ ଗାଡ଼ି ।

Vigilance Raid
ଆୟୁର୍ବେଦିକ କଲେଜ ଅଧ୍ୟକ୍ଷଙ୍କ ଘରେ ରେଡ୍

ଆୟ ବହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ସରକାରୀ ଆୟୁର୍ବେଦିକ କଲେଜ ଓ ହସ୍ପିଟାଲ ଅଧ୍ୟକ୍ଷ ପ୍ରଫେସର ସୁଦର୍ଶନ ବେହେରାଙ୍କ ଘରେ ରେଡ୍ କରିଛି ଭିଜିଲାନ୍ସ ।

Mentally ill woman allegedly raped in  Nayagarh
ମାନସିକ ବିକୃତ ମହିଳାଙ୍କୁ ଦୁଷ୍କର୍ମ ପରେ ଛୁରା ମାଡ଼ !

ଜଣେ ଦୁର୍ବୃତ୍ତ ମାନସିକ ବିକୃତ ମହିଳାଙ୍କୁ ଦୁଷ୍କର୍ମ ପରେ ଛୁରା ମାଡ଼ କରିଥିବା ପରିବାର ଲୋକେ ଅଭିଯୋଗ କରିଛନ୍ତି ।

Tutu Nayak
ଜେଲରୁ ମୁକୁଳିଲେ ପ୍ରଯୋଜକ ଟୁଟୁ ନାୟକ

ଗତ ଶୁକ୍ରବାର ଦିନ ଭୁବନେଶ୍ୱରରେ ଏକ ଓଡ଼ିଆ ଫିଲ୍ମର ପ୍ରିମିୟର ସୋ’ ଚାଲିଥିବା ବେଳେ ଜଣେ ମହିଳା ସାମ୍ବାଦିକଙ୍କୁ ମାଡ଼ ମାରିଥିବା ନେଇ ଟୁଟୁଙ୍କ ବିରୋଧରେ ଏତଲା ହୋଇଥିଲା। ପରେ ପୋଲିସ ଘଟଣାର ତଦନ୍ତ କରି ପର ଦିନ ଟୁଟୁଙ୍କୁ ଗିରଫ କରିଥିଲା।

Ollywood Producer Tutu Nayak
ସାମ୍ବାଦିକାଙ୍କୁ ମାଡ଼ ମାମଲା; ଟୁଟୁ ନାୟକଙ୍କୁ ମିଳିଲା ଜାମିନ

ମହିଳା ସମ୍ବାଦିକା ଦେବସ୍ମିତା ରାଉତଙ୍କୁ ମାଡ଼ ମାରିବା ଅଭିଯୋଗ ମାମଲାରେ ଗତ ଶନିବାର ଟୁଟୁଙ୍କୁ ଗିରଫ କରି କୋର୍ଟଚାଲାଣ କରିଥିଲା ଖାରବେଳ ନଗର ଥାନା ପୋଲିସ ।

Crime Against Women
ରାଜଧାନୀରେ ରହିପାରିବେ ତ ମହିଳା ? ଘରୁ ବାହାରିଲେ ଜୀବନ ଯିବାର ଡ଼ର !

ରକ୍ତରଞ୍ଜିତ ରାଜଧାନୀ । ମହିଳାଙ୍କ ପାଇଁ ଅସୁରକ୍ଷିତ ପାଲଟିଛି ସହର । ରବିବାର ଗୋଟିଏ ଦିନରେ ଚାରି ଚାରି ଜଣ ମହିଳାଙ୍କୁ ହତ୍ୟା କରାଯାଇଥିବା ଆସିଛି ଅଭିଯୋଗ ।

Crime Against Women
ମହିଳା ରହିପାରିବେ ତ ରାଜଧାନୀରେ ? ଘରୁ ବାହାରିଲେ ଜୀବନ ଯିବାର ଡ଼ର !

ରକ୍ତରଞ୍ଜିତ ରାଜଧାନୀ । ମହିଳାଙ୍କ ପାଇଁ ଅସୁରକ୍ଷିତ ପାଲଟିଛି ସହର । ରବିବାର ଗୋଟିଏ ଦିନରେ ଚାରି ଚାରି ଜଣ ମହିଳାଙ୍କୁ ହତ୍ୟା କରାଯାଇଥିବା ଆସିଛି ଅଭିଯୋଗ ।

Bhubaneswar
ଭୁବନେଶ୍ୱରରେ ବୀଭତ୍ସ ହତ୍ୟା; ମହିଳାଙ୍କୁ ଛୁରି ଭୁସି ହତ୍ୟା କଲେ ଦୁର୍ବୃତ୍ତ

ରାତିରେ କେହି ଦୁର୍ବୃତ୍ତ ତାଙ୍କୁ ଛୁରୀ ଭୁସି ହତ୍ୟା କରିଥିବା ଅଭିଯୋଗ ହୋଇଛି । ପରିବାର ସହ ମୃତ ମହିଳା କ୍ରିଷ୍ଣାପୁରୀ କଲୋନୀରେ ରହୁଥିଲେ । ଗୋଠପାଟଣା ବଜାରରେ ସେ ଏକ ଜଳଖିଆ ଦୋକାନ କରିଥିଲେ ।

IED blast
ନିର୍ବାଚନ ଡ୍ୟୁଟିବେଳେ ମାଓ ହିଂସା; ଫୁଟିଲା ପ୍ରେସର ମାଇନ, ଯବାନ ଗୁରୁତର

୨୦୬ କୋବ୍ରା ବାଟାଲିୟନ ମାଓ ଦମନ ଅପରେସନ କଲାବେଳେ ଶ୍ରୀକାନ୍ତ ନାମକ ଜଣେ ଯବାନ ପ୍ରେସର ମାଇନ ଉପରେ ଗୋଡ଼ ପଡିବା ଯୋଗୁଁ ବିସ୍ପୋରଣ ହୋଇଥିଲା । ଗୁରୁତର ଯବାନଙ୍କୁ ଚିକିତ୍ସା ପାଇଁ ମେଡିକାଲରେ ଭର୍ତ୍ତି କରାଯାଇଛି ।

Minor Girl Rape
ଭୁବନେଶ୍ୱରରେ ଲଜ୍ଜା ! ୪ ବର୍ଷର ଶିଶୁକନ୍ୟାକୁ ଦୁଷ୍କର୍ମ ସହ ହତ୍ୟା ଅଭିଯୋଗ

ଏୟାରଫିଲ୍ଡ ଥାନା କେଳା ବସ୍ତିରେ ଘଟିଛି ଏହି ଲଜ୍ଜାଜନକ ଘଟଣା ।

Vandalism at PS
ଅମ୍ବାଭୋନା ଥାନା ଆକ୍ରମଣ ପଛରେ ବିଧାୟକ ସୁଶାନ୍ତ ସିଂ: ମନମୋହନ ସାମଲ

ପୋଲିସକୁ ଚ୍ୟାଲେଞ୍ଜ୍..ଆଇନ୍‌ଶୃଙ୍ଖଳାର ଧଜିଆ ଉଡ଼ାଇ ଥାନା ଉପରେ ହମଲା । ଭଙ୍ଗାରୁଜା, ହଙ୍ଗାମା ବେଳେ ସିସିଟିଭିରେ କଏଦ୍ ହୋଇଥିଲା ଦୃଶ୍ୟ । ଉତ୍ପାତକାରୀଙ୍କ ସଂଖ୍ୟା ବି ଏବେ ସମସ୍ତଙ୍କ ଆଗରେ । ଏହି ଘଟଣାରେ ବିଧାୟକ ସୁଶାନ୍ତ ସିଂଙ୍କ ଲିଙ୍କ୍ ଅଭିଯୋଗ ଆଣିଛି ବିଜେପି ।