ଲୁଟ୍ ପାଇଁ ଆଉ ATM ଯାଉନାହାଁନ୍ତି ଲୁଟେରା । ATMରେ ଭର୍ତ୍ତି କରିବାକୁ ଟଙ୍କା ଧରି ଯାଉଥିବା ଭ୍ୟାନରୁ ହିଁ ମଝିରାସ୍ତାରୁ କରୁଛନ୍ତି ଲୁଟପାଟ୍। ଏହି ଘଟଣା ଘଟିଛି କଟକ ତିଗିରିଆ ଅଞ୍ଚଳରେ। ଅଭିଯୋଗ ହୋଇଛି ପ୍ରାୟ ୮ ଜଣ ମୁଖାପିନ୍ଧା ଦୁର୍ବୃତ୍ତ, ଭ୍ୟାନରୁ ଲୁଟିଛନ୍ତି କୋଟିଏ ୭୩ ଲକ୍ଷ ଟଙ୍କା ଥିବା ବାକ୍ସକୁ।
ମୁଖାପିନ୍ଧି ଆସିଲେ, ଟଙ୍କା ଟ୍ରଙ୍କ ଧରି ଚମ୍ପଟ ମାରିଲେ । ATM ଭ୍ୟାନ୍ କୁ ରାସ୍ତାରେ ଅଟକାଇ ନଗଦ ୧ କୋଟି ୭୩ ଲକ୍ଷ ଟଙ୍କା ଥିବା ଟ୍ରଙ୍କକୁ ଧରି ଦୁର୍ବୃତ୍ତ ସୀମାପାର୍ ଅଭିଯୋଗ ।
କଟକ ଜିଲ୍ଲା ତିଗିରିଆ ଥାନା ଗୋଡ଼ିଝରିଆ ନିକଟରେ ଆଜି କିଛି ଦୁର୍ବୃତ୍ତ ବନ୍ଧୁକ ଦେଖାଇ ଏଟିଏମ୍ରେ ଟଙ୍କା ଭରିବାକୁ ଯାଉଥିବା ଭ୍ୟାନ୍ରୁ ଟଙ୍କା ଭର୍ତ୍ତି ଟ୍ରଙ୍କ ଲୁଟି ନେଇଥିବା ଅଭିଯୋଗ ହୋଇଛି।
ନବରଙ୍ଗପୁର ଉମରକୋଟ ଛାତ୍ରୀ ଦୁଷ୍କର୍ମ ମାମଲା । ପୀଡ଼ିତାଙ୍କ ବୟାନ ରେକର୍ଡ କରିଛି କୁନ୍ଦେଇ ପୋଲିସ ।
ଆଶ୍ରମ ସ୍କୁଲର ଷଷ୍ଠ ଶ୍ରେଣୀ ଛାତ୍ରୀଙ୍କୁ ଗତ ୭ ତାରିଖ ଦିନ ପ୍ରଧାନ ଶିକ୍ଷକ ସଚିତ୍ରନନ୍ଦନ ବିଶ୍ୱାସ ଏବଂ ସହକାରୀ ଶିକ୍ଷକ କେଶବ ମାଝୀ ଦୁଷ୍କର୍ମ କରିଥିବା ଅଭିଯୋଗ ହୋଇଛି ।
ତାଙ୍କର ୧୯ ଲକ୍ଷ ଟଙ୍କାର ଜମାରାଶି ସମ୍ପର୍କରେ ସୂଚନା ମିଳିଛି ।ସେପଟେ ସୁଦର୍ଶନଙ୍କ ୩୨୩୨ ନମ୍ବରରେ ୩ଟି ଦାମୀ କାର ସହ ୩୨ ଲକ୍ଷ ଟଙ୍କା ମୂଲ୍ୟର ଏକ ବାଇକ ମଧ୍ୟ ରହିଛି।
ଅକ୍ଟୋବର ୧୬ ଇନଫୋସିଟି ଥାନା ନିକଟ ରାଜବାଟିକା ଆପାର୍ଟମେଣ୍ଟରେ ବଡ଼ ଧରଣର ଚୋରି। ଆପାର୍ଟମେଣ୍ଟର ୪ଟି ଫ୍ଲାଟରୁ ପାଖାପାଖି କୋଟିଏରୁ ଅଧିକ ଟଙ୍କାର ସୁନା ଗହଣା ଓ ଟଙ୍କା ନେଇ ଚଂପଟ୍ ମାରିଲେ ଚୋର।
ଗତ ଶନିବାର ରାତିରେ ଭରତପୁର ଥାନା ଶ୍ରୀକ୍ଷେତ୍ର ଆପାର୍ଟମେଣ୍ଟର ୩ଟି ଫ୍ଲାଟରୁ ପାଖାପାଖି ୫୦ ଲକ୍ଷରୁ ଅଧିକ ଟଙ୍କାର ସୁନା ଗହଣା ସହ କ୍ୟାସ୍ ଚୋରେଇ ନେଇଗଲେ ଦୁବୃର୍ତ୍ତ।
ଜଣେ ପ୍ରିନ୍ସପାଲଙ୍କର ମଧ୍ୟ ଏତେ ସମ୍ପତ୍ତି ଥାଇପାରେ । ୧୬ଟି ପ୍ଲଟ, ୩ଟି ବହୁତଳ ପ୍ରାସାଦ ଭଳି ଘର, ୫୦ ଲକ୍ଷ ଟଙ୍କାର ଜମାରାଶି । ତା’ସହିତ ୩ଟି ଦାମୀ ୪ ଚକିଆ ଗାଡ଼ି ।
ଆୟ ବହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ସରକାରୀ ଆୟୁର୍ବେଦିକ କଲେଜ ଓ ହସ୍ପିଟାଲ ଅଧ୍ୟକ୍ଷ ପ୍ରଫେସର ସୁଦର୍ଶନ ବେହେରାଙ୍କ ଘରେ ରେଡ୍ କରିଛି ଭିଜିଲାନ୍ସ ।
ଜଣେ ଦୁର୍ବୃତ୍ତ ମାନସିକ ବିକୃତ ମହିଳାଙ୍କୁ ଦୁଷ୍କର୍ମ ପରେ ଛୁରା ମାଡ଼ କରିଥିବା ପରିବାର ଲୋକେ ଅଭିଯୋଗ କରିଛନ୍ତି ।
ଗତ ଶୁକ୍ରବାର ଦିନ ଭୁବନେଶ୍ୱରରେ ଏକ ଓଡ଼ିଆ ଫିଲ୍ମର ପ୍ରିମିୟର ସୋ’ ଚାଲିଥିବା ବେଳେ ଜଣେ ମହିଳା ସାମ୍ବାଦିକଙ୍କୁ ମାଡ଼ ମାରିଥିବା ନେଇ ଟୁଟୁଙ୍କ ବିରୋଧରେ ଏତଲା ହୋଇଥିଲା। ପରେ ପୋଲିସ ଘଟଣାର ତଦନ୍ତ କରି ପର ଦିନ ଟୁଟୁଙ୍କୁ ଗିରଫ କରିଥିଲା।
ମହିଳା ସମ୍ବାଦିକା ଦେବସ୍ମିତା ରାଉତଙ୍କୁ ମାଡ଼ ମାରିବା ଅଭିଯୋଗ ମାମଲାରେ ଗତ ଶନିବାର ଟୁଟୁଙ୍କୁ ଗିରଫ କରି କୋର୍ଟଚାଲାଣ କରିଥିଲା ଖାରବେଳ ନଗର ଥାନା ପୋଲିସ ।
ରକ୍ତରଞ୍ଜିତ ରାଜଧାନୀ । ମହିଳାଙ୍କ ପାଇଁ ଅସୁରକ୍ଷିତ ପାଲଟିଛି ସହର । ରବିବାର ଗୋଟିଏ ଦିନରେ ଚାରି ଚାରି ଜଣ ମହିଳାଙ୍କୁ ହତ୍ୟା କରାଯାଇଥିବା ଆସିଛି ଅଭିଯୋଗ ।
ରକ୍ତରଞ୍ଜିତ ରାଜଧାନୀ । ମହିଳାଙ୍କ ପାଇଁ ଅସୁରକ୍ଷିତ ପାଲଟିଛି ସହର । ରବିବାର ଗୋଟିଏ ଦିନରେ ଚାରି ଚାରି ଜଣ ମହିଳାଙ୍କୁ ହତ୍ୟା କରାଯାଇଥିବା ଆସିଛି ଅଭିଯୋଗ ।
ରାତିରେ କେହି ଦୁର୍ବୃତ୍ତ ତାଙ୍କୁ ଛୁରୀ ଭୁସି ହତ୍ୟା କରିଥିବା ଅଭିଯୋଗ ହୋଇଛି । ପରିବାର ସହ ମୃତ ମହିଳା କ୍ରିଷ୍ଣାପୁରୀ କଲୋନୀରେ ରହୁଥିଲେ । ଗୋଠପାଟଣା ବଜାରରେ ସେ ଏକ ଜଳଖିଆ ଦୋକାନ କରିଥିଲେ ।
୨୦୬ କୋବ୍ରା ବାଟାଲିୟନ ମାଓ ଦମନ ଅପରେସନ କଲାବେଳେ ଶ୍ରୀକାନ୍ତ ନାମକ ଜଣେ ଯବାନ ପ୍ରେସର ମାଇନ ଉପରେ ଗୋଡ଼ ପଡିବା ଯୋଗୁଁ ବିସ୍ପୋରଣ ହୋଇଥିଲା । ଗୁରୁତର ଯବାନଙ୍କୁ ଚିକିତ୍ସା ପାଇଁ ମେଡିକାଲରେ ଭର୍ତ୍ତି କରାଯାଇଛି ।
ଏୟାରଫିଲ୍ଡ ଥାନା କେଳା ବସ୍ତିରେ ଘଟିଛି ଏହି ଲଜ୍ଜାଜନକ ଘଟଣା ।
ପୋଲିସକୁ ଚ୍ୟାଲେଞ୍ଜ୍..ଆଇନ୍ଶୃଙ୍ଖଳାର ଧଜିଆ ଉଡ଼ାଇ ଥାନା ଉପରେ ହମଲା । ଭଙ୍ଗାରୁଜା, ହଙ୍ଗାମା ବେଳେ ସିସିଟିଭିରେ କଏଦ୍ ହୋଇଥିଲା ଦୃଶ୍ୟ । ଉତ୍ପାତକାରୀଙ୍କ ସଂଖ୍ୟା ବି ଏବେ ସମସ୍ତଙ୍କ ଆଗରେ । ଏହି ଘଟଣାରେ ବିଧାୟକ ସୁଶାନ୍ତ ସିଂଙ୍କ ଲିଙ୍କ୍ ଅଭିଯୋଗ ଆଣିଛି ବିଜେପି ।
Deep Learning ରୁ ଏହି Deepfacke ଶବ୍ଦ ଆସିଛି। ଯାହାକି ଏକ ଟେକନିକାଲ ଟର୍ମ । AIକୁ ଉପଯୋଗ କରି ମଲ୍ଟିପୁଲ ଆଲଗୋରିଦମ୍ ବ୍ୟବହାରରେ କୌଣସି ଫେକ୍ କଣ୍ଟେଣ୍ଟକୁ ସତ୍ୟରେ ରୂପାନ୍ତରଣ କରିବାକୁ ଏହା ଗୋଟିଏ ପ୍ରକ୍ରିୟା। ଏଥିରେ ମଲ୍ଟିପୁଲ ଲେୟାର ଡାଟା ବ୍ୟବହାର ହୋଇଥାଏ ବୋଲି ଟେକନିକାଲ ଗବେଷଣା ସନ୍ଦର୍ଭ କହୁଛି।
ପାଠ ପଢ଼ାଇବା ବଦଳରେ କ୍ଲାସ୍ ରୁମ୍ରେ ଛାତ୍ରୀଙ୍କୁ ଟଣାଓଓଟରା କରୁଥିଲେ ସାର୍। ଥରେ କି ଦୁଇଥର ନୁହେଁ, ଏମିତି ବାରମ୍ୱାର କରୁଥିବା ଅଭିଯୋଗ ହୋଇଛି।
ଭଦ୍ରକ ଭଣ୍ଡାରୀପୋଖରୀରେ ଅଭାବନୀୟ ଘଟଣା । ଗର୍ଭବତୀଙ୍କ ସନ୍ଦେହଜନକ ମୃତ୍ୟୁ ।
ବରଗଡ଼ ଅମ୍ବାଭୋନା ଥାନାରେ ପଶି ଉତ୍ତ୍ୟକ୍ତ ଯୁବକଙ୍କ ଲଙ୍କାକାଣ୍ଡ। । ଆଜି ୨୫ରୁ ୩୦ ଜଣ ଯୁବକ ଥାନାରେ ପଶି ଭଙ୍ଗାରୁଜା କରିଛନ୍ତି।
ପଶ୍ଚିମବଙ୍ଗର ଜଣେ ପର୍ଯ୍ୟଟକ ହ୍ୱାଟସଆପ୍ ଯୋଗେ ହୋଟେଲ ବୁକ୍ କରି ଠକେଇର ଶିକାର ହୋଇଥିବା ଅଭିଯୋଗ ହୋଇଛି । ପୁରୀର ନିୟୁ ମେରାଇନ ଡ୍ରାଇଭ ରୋଡର ହୋଟେଲ ସ୍ୱର୍ଣ୍ଣ ଦୀପ ନାଁରେ ବୁକିଂ କରାଯାଇଛି ।