ଭୁବନେଶ୍ୱର ରେଞ୍ଜ ରୋଭର ବେପରୱା ଡ୍ରାଇଭିଂ ଘଟଣା ପଛରେ ଅଛନ୍ତି କେଉଁ ପ୍ରଭାବଶାଳୀ। ଘଟଣାକୁ ନେଇ ଚର୍ଚ୍ଚା ଭିତରେ ସାମ୍ନାକୁ ଆସିଛି ନୂଆ ତଥ୍ୟ। ଦୁର୍ଘଟଣା ଘଟାଇଥିବା ରେଞ୍ଜ ରୋଭର ଗାଡ଼ିର ନମ୍ବରକୁ ନେଇ ଏବେ ଚର୍ଚ୍ଚା।
କାହିଁକି ଜବତ ଦାମୀ ଗାଡ଼ିର ନମ୍ବର ବଦଳାଇଥିଲା ପୋଲିସ ? ପ୍ରେସରିଲିଜରେ ଭୁଲ ନମ୍ବର ଦେବା ପଛରେ ଉଦ୍ଦେଶ୍ୟ କଣ ?
ପ୍ରେସମିଟରେ ଭୁବନେଶ୍ୱର ଡିସିପି ଆହୁରି କହିଛନ୍ତି ଯେ, ହତ୍ୟା କରିଥିବା +୨ ଛାତ୍ର ଜଣକ ସେଠାରେ ଟିଉସନ୍ ହେଉଥିଲେ । ପ୍ରାୟ ୩ରୁ ୫ ହଜାର ଟଙ୍କା ଟିଉସନ୍ ଫି’ ବାକି ରହିଥିଲା ।
ଦିନ ଦିପହରରେ ଘରେ ପଶି ନବମ ଶ୍ରେଣୀ ଛାତ୍ରକୁ ଛୁରାମାଡ଼ ହୋଇଛି । ଯେଉଁଥିରେ ନାବାଳକର ମୃତ୍ୟୁ ହୋଇଛି ।
ଖତରନାକ୍ ତ୍ରିକୋଣୀୟ ପ୍ରେମ କାହାଣୀ; ଭାଇ ହାତରେ ଚାଲିଗଲା ଭାଇର ଜୀବନ
ଭାଇ,ଭଉଣୀଙ୍କୁ ନିର୍ଯାତନା ଘଟଣାରେ ବାପା ଓ ସାବତ ମା’ଙ୍କୁ ପୋଲିସ୍ ଗିରଫ କରିଛି । ବିସ୍କୁଟ ଖାଇଦେଲେ ବୋଲି ଭାଇ, ଭଉଣୀଙ୍କୁ ନିସ୍ତୁକ ମାଡ଼ ମାରିଥିଲେ ସାବତ ମା’ ।
କଲେଜ କମନ୍ ରୁମ୍ରୁ ନିଶା ଦେଇ ଅଭିଯୁକ୍ତ କିଭଳି ନାବାଳିକାକୁ ନେଇଗଲେ ତାହା ପ୍ରଶ୍ନବାଚୀ ସୃଷ୍ଟି କରିଛି ।
୨ ହଜାର ଟଙ୍କିଆ ନୋଟ୍ ବଦଳ ପାଇଁ ହଠାତ ଏପରି ଭିଡ଼ କାହିଁକି? ଟଙ୍କା ବଦଳ ପାଇଁ କେଉଁଠୁ ଆସିଲେ ଏତେ ସଂଖ୍ୟାରେ ଲୋକେ ?
୨୦୦୦ ଟଙ୍କିଆ ନୋଟ୍ ବଦଳ ପାଇଁ RBI ଆଗରେ ଲମ୍ବା ଲାଇନ୍ । ହେଲେ ଟଙ୍କା କାହାର ? ଲାଇନ୍ ଦେଇଛି କିଏ ? କଳା ଧନକୁ ଧଳା କରିବାକୁ ଓ ସରକାରଙ୍କୁ ଚୂନ ଲଗାଇବାକୁ ଗରିବଙ୍କୁ ମୋହରା କରିନାହାନ୍ତି ତ ଅସାଧୁ ଗୋଷ୍ଠୀ ?
ଜନ୍ମକଲା ବାପା ସହ ମିଶି ସାବତ ମା’ର ସୈତାନୀ କାଣ୍ଡରେ ୨ ଭାଇ ଭଉଣୀଙ୍କ ପାଦରୁ ମସ୍ତକ ଯାଏଁ କ୍ଷତ ବିକ୍ଷତ ଚିହ୍ନ। ସାମାନ୍ୟ ବିସ୍କୁଟ ଦି’ଖଣ୍ଡ ପାଇଁ କାହା ପିଠିରୁ ଛାଲ ଉତାରି ଦେଲାଭଳି ମାଡ଼ ମରାଯାଇଛି ତ ଆଉ କାହାର ମୁହଁ ହାତ ଗୋଡ଼ରେ ନିସ୍ତୁକ ପ୍ରହାର କରାଯାଇଛି।
ଟଙ୍କା କାହାର, ଲାଇନ୍ ଦେଇଛି କିଏ ? ଦୁଇ ହଜାର ଟଙ୍କିଆ ନୋଟ୍ ବଦଳ ପାଇଁ ଭୁବନେଶ୍ୱର RBI ଆଗରେ ଲାଇନ୍ ଲଗାଇଥିବା କିଛି ଲୋକଙ୍କ କଥାରୁ ଉଠିଛି ଏମିତି ପ୍ରଶ୍ନ।
ଭଦ୍ରକ ସାବରଙ୍ଗ ଥାନା ଅଧିନ ଵେନ୍ତାନ ପଞ୍ଚାୟତ ଭଵାନୀଵିନ୍ଧା ଗାଁରେ ଘଟିଥିଲା ଏହି ଘଟଣା । ଗତ ଜୁଲାଇ ୧୪ ତାରିଖ ଶୁକ୍ରବାର ରାତି ୧୦.୨୦ ସମୟରେ ଚିତ୍କାର କରି ଉଠିଥିଲେ ପ୍ରଫୁଲ୍ଲ ।
TC କମ୍ପାନୀର ଜଣେ ଏଜେଣ୍ଟ ୩ଲକ୍ଷ ୩୩ ହଜାର ଟଙ୍କା ଆଦାୟ କରିଥିଲେ । ବ୍ୟାଙ୍କରେ ଟଙ୍କା ଜମା ନକରି ଗେମରେ ଟଙ୍କା ଉଡ଼ାଇ ଦେଇଥିଲେ । ଟଙ୍କା ଖର୍ଚ୍ଚ ହୋଇଯିବାରୁ ଲୁଟ ପ୍ଲାନ କରିଥିଲେ ଅଭିଯୁକ୍ତ ।
ଦେଶର ବିଶିଷ୍ଟ ଶିଳ୍ପପତି, ଏକ ନମ୍ବର ଧନୀ, ରିଲାଏନ୍ସର ମାଲିକ ମୁକେଶ ଅମ୍ବାନିଙ୍କୁ ହତ୍ୟା ଧମକ ।
ସୁନୀଲଙ୍କ ପ୍ରଥମ ପତ୍ନୀଙ୍କ ୧୩ ବର୍ଷର ପୁଅ ଓ ୧୦ ବର୍ଷର ଝିଅ ଥିବାବେଳେ ଉଭୟଙ୍କୁ ନିଜ ପାଖରେ ରଖି ନିର୍ଯାତନା ଦେଇ ଆସୁଥିଲେ ବୋଲି ଅଭିଯୋଗ ହୋଇଛି।
ଅନଲାଇନରେ ଠକିନେଲା କ୍ରିପ୍ଟୋ କରେନସି ସଂସ୍ଥା BTC । BTC ନାଁରେ EOWରେ ଅଭିଯୋଗ କଲେ ଜମାକାରୀ ।
ମୟୂରଭଞ୍ଜ ଜିଲ୍ଲା ପଣତଖଣି ଗାଁରୁ ଆସିଛି ଅଭିଯୋଗ ମୃତକ ହେଲେ ସାକର ଟୁଡୁ ।
ମୃତକ ଡି. ଗୁଣଶେଖରନ୍ , ଘର ତାମିଲନାଡୁରେ । ଆତ୍ମହତ୍ୟାର କାରଣ ଅସ୍ପଷ୍ଟ, ପୋଲିସର ତଦନ୍ତ ।
କେବଳ ପୁଅ ନୁହେଁ ବୃଦ୍ଧାଙ୍କ ବୋହୂ ଓ ନାତି ବି ତାଙ୍କୁ ମାଡ଼ ମାରୁଥିଲେ ବୋଲି ଅଭିଯୋଗ ହୋଇଛି । ଏନେଇ ବୃଦ୍ଧା ଜଣକ ନିଜ ଝିଅଙ୍କୁ ଜଣାଇଥିଲେ ।
ମନିଷ ସୋଲାଙ୍କି ନାମକ ଜଣେ ବ୍ୟବସାୟୀ ନିଜ ବାପା, ମା’, ପତ୍ନୀ ଓ ୩ ପିଲାଙ୍କୁ ବିଷ ଦେଇ ମାରିବା ପରେ ନିଜେ ଝୁଲି ଆତ୍ମହତ୍ୟା କରିଥିବା କୁହାଯାଉଛି ।
ଠକ ଫେରସ୍ତ ମାଗିବ ଓ ଦେଇଥିବା ମେସେଜ ପଢିବାକୁ କହିବ । ତାପରେ ମେସେଜ ଆସିଥିବା ଟଙ୍କା ଠକ ପାଖକୁ ଯିବ ।
ଏହି ଚୋରି ମାମଲାରେ ସାମ୍ନାକୁ ଆସିଛି ଚୋରର ସଇତାନ ଦିମାଗ୍। ୪୦ ଲକ୍ଷ ଟଙ୍କା ଚୋରି କରିବା ପରେ ୪ ଜଣ ଚୋରଙ୍କ ମଧ୍ୟରେ ୧୦ ଲକ୍ଷ ଟଙ୍କା ଲେଖାଏଁ ଭାଗ ବଣ୍ଟା ହୋଇଥିଲା। ତେବେ ଏମାନଙ୍କ ମଧ୍ୟରୁ ଅଧିର ଓଝା ନାମକ ଜଣେ ଅଭିଯୁକ୍ତ ନିଜ ଭାଗ ଚୋରି ଟଙ୍କାକୁ ନେଇ ପୋଷ୍ଟ ଅଫିସରେ ବର୍ଷକ ପାଇଁ ଫିକ୍ସ ଡିପୋଜିଟ୍ କରିଦେଇଥିଲା।
ଲୋକେ ଏହି ପୋଖରୀ ପାଣିରେ ଆସବାବପତ୍ର ଧୁଆ ଧୋଇ କରନ୍ତି, ସେଥିପାଇଁ ଲୋକଙ୍କ ମଧ୍ୟରେ ଆତଙ୍କ ଖେଳି ଯାଇଛି ।
ଆଇଆଇସି ଏକୁଟିଆ ଥିବା ବେଳେ ଜଣେ ଅଭିଯୁକ୍ତ ଆଇଆଇସିଙ୍କ ହାତ ଓ ବେକକୁ ବ୍ଲେଡରେ କାଟି ଦେଇଛି। ଏଥିରେ ଥାନା ଅଧିକାରୀ ଆହତ ହୋଇଛନ୍ତି।
ବୈପାରୀଗୁଡା ବ୍ଲକର ବରିଷ୍ଟ ରାଜସ୍ୱ ସହାୟିକା ସନ୍ଧ୍ୟାରାଣୀ ନାୟକଙ୍କ ଝୁଲନ୍ତା ଅବସ୍ଥାରେ ମୃତଦେହ ଜବତ କରିଛି ପୋଲିସ l