ବିଡ଼ା ବିଡ଼ା ହୋଇ ଥୁଆହେଇଛି ପାଞ୍ଚଶହ ଟଙ୍କିଆ ନୋଟ୍ । ଜବତ ହୋଇଛି ବନ୍ଧୁକ ଓ ସୁନା ଅଳଙ୍କାର । ରାଜଧାନୀରେ ନିଜକୁ ସିବିଆଇ ଅଧିକାରୀ କହି କଳାକନା ବୁଲାଇଥିବା ୫ ଅଭିଯୁକ୍ତ ଗିରଫ ହୋଇଛନ୍ତି ।
ଗତ ୨୫ ତାରିଖ ଦିନ ସକାଳେ ଏନେଇ ଯୁବତୀ ସାଇବର ଥାନାରେ ଲିଖିତ ଅଭିଯୋଗ କରିଛନ୍ତି । ଅଭିଯୋଗକୁ ଆଧାର କରି ସାଇବାର ଥାନା ପୋଲିସ ମଧ୍ୟ ଏକ ମାମଲା ରୁଜୁ କରିଛି ।
Florida Shooting : ଜ୍ୟାକସନଭିଲେରେ ଶନିବାର ସନ୍ଧ୍ୟାରେ ଜଣେ ଦୁର୍ବୃତ୍ତ ୩ ଜଣ କୃଷ୍ଣକାୟ ଲୋକଙ୍କୁ ଗୁଳି କରି ହତ୍ୟା କରିଛି
କନଷ୍ଟେବଲଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର କରାଯାଇଛି।
ଲୋକେ ୫ଶହ, ଦୁଇ ଶହ ଓ ଶହେ ଟଙ୍କିଆ ନୋଟ୍ ପରଖି ନେବାକୁ ଏସପି ସଚେତନ କରିଛନ୍ତି ।
ନିର୍ଯାତନା ଅଭିଯୋଗ ନେଇ ଥାନାରେ ଏତଲା ପରେ ବି ପୋଲିସ କାର୍ଯ୍ୟାନୁଷ୍ଠାନ ନେଉନଥିବାରୁ ଏନେଇ ନିର୍ଦ୍ଦେଶ ଦେବାକୁ ସେ ହାଇକୋର୍ଟରେ ଆବେଦନ କରିଥିବା ସୂଚନା ମିଳିଛି ।
ତତ୍କାଳୀନ ଫିରିଙ୍ଗିଆ ଥାନା IIC ତପନ କୁମାର ନାହାକଙ୍କ ନିର୍ଦ୍ଦେଶ କ୍ରମେ ଥାନାର ଦୁଇ ହୋମଗାର୍ଡ଼ ପ୍ରଶାନ୍ତ କୁମାର ପାତ୍ର ଓ ରବୀନ୍ଦ୍ର କୁମାର ନାୟକ ପୋଲିସ ଗାଡ଼ିରେ ଗଞ୍ଜେଇ ଚାଲାଣ କରୁଥିବା ଅଭିଯୋଗ ନେଇ ଏକ ଭିଡିଓ ଭାଇରାଲ ହୋଇଥିଲା।
ପ୍ରଥମ ପତ୍ନୀ ଥାନାର ଦ୍ୱାରସ୍ଥ ହୋଇଥିଲେ । ଦୁଇ ପତ୍ନୀଙ୍କ ସମସ୍ୟା ପାଇଁ ଏକ ଉପାୟ ବାହାର କରାଯାଇଥିଲା ।
ଅଧା ଚିକିତ୍ସାରୁ ହସପିଟାଲରୁ କାହିଁକି ଗାୟବ ହେଲେ ମାଡାମ୍ ? ବିନା ଡିସଚାର୍ଜରେ ଗାୟବ ହୋଇଥିବାରୁ ଏହାକୁ ନେଇ ବଢିଲାଣି ଚର୍ଚ୍ଚା ।
ନିଜ ସ୍ତ୍ରୀକୁ ଅନ୍ୟ ପୁରୁଷଙ୍କ ସହ ଶାରିରୀକ ସମ୍ପର୍କ ଥିବା ସନ୍ଦେହ କରି ହେମଦସ୍ତାରେ ପିଟିପିଟି ହତ୍ୟା କରିଛି ସ୍ୱାମୀ । ନିଜ ପତ୍ନୀକୁ ମାରିବା ପରେ ଥାନାରେ ପହଞ୍ଚି ନିଜର ଅପରାଧକୁ ସ୍ୱୀକାର କରିବା ସହ ନିଜର ଦୋଷ ମାନିଛି ।
ଡ୍ରଗସ୍ କବଳରେ ପଡ଼ି ଯୁବପିଢ଼ି ବରବାଦ ହେଉଛନ୍ତି । ତେଣୁ ନିଶା କାରବାର ରୋକିବାକୁ ୨ ବର୍ଷ ହେଲା କ୍ରାଇମବ୍ରାଞ୍ଚ ଏସଟିଏଫ୍ ଚଳାଇଛି କଡ଼ା ଅଭିଯାନ । ଏହି ସମୟ ଭିତରେ ୭୧ କେଜି ବ୍ରାଉନସୁଗର, ୨୦୨ ଗ୍ରାମ କୋକେନ ଜବତ ହୋଇଛି ।
ଡ୍ରଗସ୍ କବଳରେ ପଡ଼ି ଯୁବପିଢ଼ି ବରବାଦ ହେଉଛନ୍ତି । ତେଣୁ ନିଶା କାରବାର ରୋକିବାକୁ ୨ ବର୍ଷ ହେଲା କ୍ରାଇମବ୍ରାଞ୍ଚ ଏସଟିଏଫ୍ ଚଳାଇଛି କଡ଼ା ଅଭିଯାନ । ଏହି ସମୟ ଭିତରେ ୭୧ କେଜି ବ୍ରାଉନସୁଗର, ୨୦୨ ଗ୍ରାମ କୋକେନ ଜବତ ହୋଇଛି ।
ରାଜରାସ୍ତାରେ ଧସ୍ତାଧସ୍ତି... ନାରାବାଜି ସହ ମୁହାଁମୁହିଁ... ତାହାରି ଭିତରେ ଗାଡ଼ିରେ ଫସିରହିଛନ୍ତି ଗୋପାଳପୁର ବିଧାୟକ ପ୍ରଦୀପ ପାଣିଗ୍ରାହୀ । ଗାଡ଼ିକୁ ହୋଇଛି ଅଣ୍ଡା ମାଡ଼ । ଫିଙ୍ଗାଯାଇଛି ଟେକାପଥର । ପାଣି ବୋତଲ ବି ମାଡ଼ ହୋଇଛି । ଆଉ ଏହାକୁ ନେଇ ପ୍ରଦୀପ ପାଣିଗ୍ରାହୀଙ୍କ ଗୋଷ୍ଠୀ ଏବଂ ତାଙ୍କ ବିପକ୍ଷ ଗୋଷ୍ଠୀ ମଧ୍ୟରେ ଖଣ୍ଡଯୁଦ୍ଧ ।
ମହିଳାଙ୍କୁ ପ୍ରଥମେ ବିମାନରେ ଦେଖା ହୋଇଥିଲେ। ସେଠାରେ ଉଭୟଙ୍କ ମଧ୍ୟରେ ବନ୍ଧୁତା ହୋଇଥିଲେ ।
ଡିଆଇଜି ବ୍ରିଜେଶ ରାୟଙ୍କ ଘରେ ଲେଡି ହୋମଗାର୍ଡ ସୈରିନ୍ଦ୍ରୀ ନିର୍ଯାତନା ଅଭିଯୋଗ ମାମଲାକୁ ନେଇ ଲାଗିରହିଛି ହଇଚଇ ।
ଏସବୁ ଭିତରେ ଚିକିତ୍ସାଧିନ ସୈରିନ୍ଦ୍ରୀଙ୍କୁ ସହାୟତାରେ କ୍ଷେତ୍ରରେ ରାଜ୍ୟ ସରକାରଙ୍କ ଉଦାସୀନତାକୁ ନେଇ ପରିବାର ଲୋକେ ବର୍ଷିଥିବାବେଳେ ହୋମଗାର୍ଡ ସର୍ଭିସ ରୁଲର ସଠିକ୍ କାର୍ଯ୍ୟକାରୀତାକୁ ନେଇ ପ୍ରଶ୍ନ ଉଠିଛି ।
କାହିଁକି ରାଜ୍ୟ ସରକାରଙ୍କ ଏଭଳି ମନୋଭାବ ? ଏଭଳି ପ୍ରଶ୍ନ ଉଠାଇବା ସହ ସୈରିନ୍ଦ୍ରୀଙ୍କ କ୍ଷେତ୍ରରେ ମାନବାଧିକାରର ଖୋଲା ଉଲଂଘନ ହୋଇଥିବା କହିଛନ୍ତି ମାନବାଧିକାର କର୍ମୀ ।
ଖାଲି ଦୁଷ୍କର୍ମ ନୁହେଁ ସେହି ସମୟର କିଛି ଅଶ୍ଳୀଳ ଫଟୋ ଓ ଭିଡିଓ ମଧ୍ୟ କରାଯାଇଥିବା ପୋଲିସ କହିଛି । ପୋଲିସର ସୂଚନା ଅନୁସାରେ ପୀଡ଼ିତା ମହିଳା ଚାକିରି କରିବାକୁ ଇଚ୍ଛୁକ ଥିଲେ ।
ପୋଲିସ ଗୁଳିରେ ଅପରାଧୀ ପିନୁ ବରାଳ ଆହତ ହୋଇଥିବାବେଳେ ପିନୁର ବାମ ଗୋଡ଼ରେ ଗୁଳି ବାଜିଥିବା ଜଣାପଡ଼ିଛି ।
ଡାମ୍ପଣରେ ସ୍ତ୍ରୀର ତଳିପେଟ, ଗୋଡ଼ ଓ ହାତରେ ଗଭୀର ଭାବରେ ଆଘାତ କରିଥିଲା ।
ଗୁରୁତର SIଙ୍କୁ ସଇଁତଳାରୁ ଭୀମଭୋଇ ମେଡିକାଲ ସ୍ଥାନାନ୍ତର,ବିଳମ୍ବିତ ରାତିରେ ସଇଁତଳା ସ୍ଥିତ ଭଡ଼ାଘରେ ବିଷପାନ ସୂଚନା
DIG ବ୍ରିଜେଶ ରାୟଙ୍କ ଘରେ ମହିଳା ହୋମଗାର୍ଡଙ୍କୁ ନିର୍ଯାତନା ମାମଲା ପରେ ଏବେ ଘନଉଛି ବିବାଦ। କାହିଁକି ଏବଂ କେଉଁ ପରିସ୍ଥିତିରେ ଦିଆଗଲା ନିର୍ଯାତନା, ନିଜ ଆଡୁ ମାମଲା ରୁଜୁ କରି ମହିଳା ଅପରାଧ ନିରୋଧି ସେଲ୍ ADGଙ୍କୁ ରିପୋର୍ଟ ତଲବ କରିଛନ୍ତି ରାଜ୍ୟ ମହିଳା କମିଶନ।
ମହିଳା ହୋମଗାର୍ଡକୁ ନିର୍ଯାତନା ମାମଲା : ହେବ କି ବଡ କାର୍ଯ୍ୟାନୁଷ୍ଠାନ? ମାମଲା ଯାଇ ପହଞ୍ଚିଲାଣି ରାଷ୍ଟ୍ରପତିଙ୍କଠାରୁ ଆରମ୍ଭ କରି ପ୍ରଧାନମନ୍ତ୍ରୀଙ୍କ ଯାଏଁ
ଛାତ୍ରୀଙ୍କ ପାଇଁ ପରୀକ୍ଷା ଖାତାରେ ଉତ୍ତର ଲେଖି ଅଧ୍ୟାପିକା ଗିରଫ ହୋଇଛନ୍ତି। ଉଦଳା ରାଢୋ ଲୁଇପା ଡିଗ୍ରୀ କଲେଜ ଓଡିଆ ବିଭାଗର ଅଧ୍ୟାପିକା ତୁଳିକା ଆଶ ଗିରଫ ହୋଇଛନ୍ତି।
ମାମଲାକୁ ରଫାଦଫା କରିବାକୁ ଚେଷ୍ଟା କରୁଥିଲେ, ଆଜି ବନ୍ଧା ହେଲେ । ବହୁଚର୍ଚ୍ଚିତ ମାହାଙ୍ଗା ନାବାଳିକା ମୃତ୍ୟୁ ମାମଲାରେ ଗିରଫ ହୋଇଛନ୍ତି ନିଲମ୍ବିତ ବିଜେଡି ନେତା ଶରତ ନାୟକ ।