ଶୁଭଲକ୍ଷ୍ମୀଙ୍କ ମୃତ୍ୟୁ ପରେ ପଶିଲା ଚେତା । ଆକ୍ସନ ମୋଡରେ ଅବକାରୀ ବିଭାଗ । ବାରରେ ନାବାଳିକାଙ୍କ ନିୟୋଜନ ନେଇ ରାଜଧାନୀରେ ଘନ ଘନ ଚଢ଼ାଉ ।
ଶୁଭଲକ୍ଷ୍ମୀ ସୁଇସାଇଡ୍ ପରେ ଚେଇଁଲା ଅବକାରୀ ବିଭାଗ । ରାଜଧାନୀରେ ୮ରୁ ଅଧିକ ଡ୍ୟାନ୍ସ ବାର ଉପରେ ଅତର୍କିତ ରେଡ୍, ସମସ୍ତଙ୍କୁ ମାଗିଲା ମାସକର ସିସିଟିଭି ଫୁଟେଜ । ତେଣେ ବାର ମାଲିକ ସଂଘର ସଫେଇ, କିଛି ନିୟମ ଉଲଂଘନ କରିନୁ
ପଛରେ ପତ୍ନୀ ଗୋଡାଇ ଚିତ୍କାର କରୁଥିଲେ। ମୋ ଝିଅକୁ ବଂଚାଅ। ତଥାପି ଅଟକି ନଥିଲେ ପ୍ରକାଶ, ଦେଖୁ ଦେଖୁ କଅଁଳା ଝିଅକୁ ଧରି ନଈ ଭିତରକୁ ଡେଇଁ ପଡିଥିଲେ।
ବିବାହ ପ୍ରତିଶ୍ରୁତି ଦେଇ ପ୍ରତାରଣା ଅଭିଯୋଗ। ଢେଙ୍କାନାଳ କାମାକ୍ଷାନଗର ଅଞ୍ଚଳରୁ ଆସିଛି ଏଭଳି ଘଟଣା। କାମାକ୍ଷାନଗର ପଥରଖମ୍ବ ଗାଁର ଯୁବକ ମନୀଷ ଦେହୁରୀଙ୍କ ନାଁରେ ଅଭିଯୋଗ ଆଣିଛନ୍ତି ଜଣେ ଯୁବତୀ...
କଟକ ଜିଲ୍ଲା ସଦର ଥାନା ସଇଁନ୍ଦା ନିକଟରେ ଥିବା ସିଢ଼ୁଆ ନଦୀରେ ଏହି ଅଘଟଣ ଘଟିଛି । ପାରିବାରିକ କଳହରୁ ବାପା ଛୁଆକୁ ଧରି ନଦୀକୁ ଡେଇଁପଡ଼ିଥିବା ସୂଚନା ମିଳିଛି ।
ନାବାଳକ ଜଣକ ସ୍କୁଲ ଯାଇନଥିଲା । ଫଳରେ ତା’ର ବାପା ଏହାକୁ ନେଇ ରାଗିଯିବା ସହ ନାବାଳକକୁ ଚେଙ୍କ ଦେଇଥିଲେ ! ଖାଲି ସେତିକି ନୁହେଁ, ଅଭିଯୋଗ ଅନୁସାରେ ସାବତ ମା’ର ପ୍ରବଚନାରେ ପଡ଼ି ନାବାଳକର ବାପା ଏଭଳି କରିଥିବା କୁହାଯାଉଛି ।
ସୌଭାଗ୍ୟକୁ ଅଳ୍ପକେ ବର୍ତ୍ତିଯାଇଛନ୍ତି ଶ୍ୱଶୁର କୁଞ୍ଜବନ, ଅଭିଯୁକ୍ତ ଜ୍ୱାଇଁକୁ ଗିରଫ କରି କୋର୍ଟଚାଲାଣ କଲା ପୋଲିସ
ବଣିଆ ବ୍ୟାଙ୍କ ପାଇଁ କାମ କରୁଥିଲେ । ବ୍ୟାଙ୍କ ସୁନାର ମାନ ଓ ମୂଲ୍ୟ ନିର୍ଦ୍ଧାରଣ କରୁଥିଲେ ବଣିଆ ପଦ୍ମଲୋଚନ ରଣା । ସେ ନିଜେ କଷ୍ଟମର ଯୋଗାଡ କରୁଥିଲେ ।
ଶୁଭଲକ୍ଷ୍ମୀ ଆତ୍ମହତ୍ୟା ଘଟଣା ପରେ ପୋଲିସଠୁ ଆରମ୍ଭ କରି ଅବକାରୀ ବିଭାଗ, ମହିଳା କମିଶନଙ୍କ ଠାରୁ ଶିଶୁ କମିଶନ- ସମସ୍ତେ ତତ୍ପର। ବାରରେ କିଭଳି ନାବାଳିକାମାନଙ୍କୁ କାମରେ ଲଗାଯାଉଛି ସାମ୍ନାକୁ ଆସିବା ପରେ ଏବେ ଫୋକସରେ ରାଜଧାନୀର ସବୁ ବାର। ତେଣୁ ଖୁବଶୀଘ୍ର ରାଜଧାନୀର ସବୁ ବାର ଉପରେ ରେଡ୍ କରି ନାବାଳିକାଙ୍କୁ ବାର ଗାର୍ଲ ଭାବେ ନିୟୋଜିତ କରିଥିବା ବାର ମାଲିକଙ୍କ ଉପରେ କାର୍ଯ୍ୟାନୁଷ୍ଠାନ ପାଇଁ କମର କଷିଛନ୍ତି ଅବକାରୀ ବିଭାଗ।
ଲାଲବାହିନୀର ଗୁପ୍ତ ଆଡ୍ଡାର ଭଣ୍ଡାଫୋଡ୍..ନକ୍ସଲ ସଂଗଠନର ସାମ୍ରାଜ୍ୟ ଉପରେ ବଡ଼ ହମଲା..ଛତ୍ରଭଙ୍ଗ ଦେଇଛନ୍ତି ମାଓବାଦୀ..ସୁରକ୍ଷାକର୍ମୀଙ୍କ ହାତରେ ଲାଗିଛି ମାଓ ସାମଗ୍ରୀ । ନା ଗଣି ହେଉଛି, ନା ବାରି ହେଉଛି।
ଶୁଭଲକ୍ଷ୍ମୀ ସୁଇସାଇଡ୍ ପରେ ଚେଇଁଲା ଅବକାରୀ ବିଭାଗ ଓ ପୋଲିସ । ନାବାଳିକାଙ୍କୁ ଖଟାଉଥିବା ୧୮ଟି ବାର୍ ଉପରେ ଚଢ଼ଉ ପ୍ଲାନ୍ ।
ରାଜଧାନୀ ଭୁବନେଶ୍ୱରରେ ଦିନ ଦ୍ୱିପ୍ରହରରେ ବୁଲିଲା ଖଣ୍ଡା । ଯୁବକଙ୍କୁ ଗୋଡ଼େଇ ଗୋଡ଼େଇ ହାଣିଲେ ଦୁର୍ବୃତ୍ତ । ଭୁବନେଶ୍ବର ମାଷ୍ଟରକ୍ୟାଣ୍ଟିନ ଛକରେ ସ୍ପଷ୍ଟ ଦିବାଲୋକରେ ଯୁବକଙ୍କୁ ଆକ୍ରମଣ ହୋଇଛି । ସୂଚନା ଅନୁଯାୟୀ ୪ଜଣ ଯୁବକ ଆସି ଅନ୍ୟ ଜଣେ ଯୁବକଙ୍କୁ ମାରଣାସ୍ତ୍ରରେ ଆକ୍ରମଣ କରିଥିଲେ ।
ଅଶାନ୍ତ ରାଜଧାନୀ। ଦିନ ଦି’ ପହରରେ ଜଣେ ଯୁବକଙ୍କୁ ଗୋଡ଼ାଇ ଗୋଡ଼ାଇ ହାଣିଲେ ୪ ଦୁର୍ବୃତ୍ତ। ରାଜଧାନୀ ଭୁବନେଶ୍ୱର ଛାତି ଉପରେ ଘଟିଛି ଏପରି ରକ୍ତ ରଞ୍ଜିତ ଘଟଣା।
କଟି ଯାଇଥିବା ବୁଢ଼ା ଅଙ୍ଗୁଳିକୁ ଯୋଡ଼ିବା ପାଇଁ କହି ରାୟପୁରର ଏକ ହସପିଟାଲ ସମ୍ବଲପୁର ହୀରାକୁଦର ଜଣେ ଯୁବକଙ୍କ ଅଙ୍ଗୁଳି କାଟିଦେଇଥିବା ଅଭିଯୋଗ ହୋଇଛି । ଏହାସହ ସଂପୃକ୍ତ ହସପିଟାଲ ୩ଲକ୍ଷ ୫୦ହଜାର ଟଙ୍କା ନେଇଥିବା ଅଭିଯୋଗ ହୋଇଛି
ମାନବାଧିକାର କର୍ମୀଙ୍କ ସହ ଯାଇ ଦକ୍ଷିଣାଞ୍ଚଳ ଆଇଜିଙ୍କୁ ଦିନେଶଙ୍କ ପରିବାର ଅଭିଯୋଗ କରିବା ସହ ଦୀଓପିକାଙ୍କୁ ଘର ଆଗରୁ ଉଠାଇବାକୁ ଦାବି କରିଛନ୍ତି।
ନିଜର ସୁରକ୍ଷା ଦାବି କରି ରାଜ ପରିବାରର ବୋହୂ ଅଦ୍ରିଜା ମଞ୍ଜରୀ ବଲାଙ୍ଗିର ଟାଉନ୍ ଥାନାରେ ଦ୍ୱାରସ୍ଥ ହୋଇଛନ୍ତି । ଅର୍କେଶ ନାରାୟଣ ସିଂଦେଓଙ୍କ ପତ୍ନୀ ହେଉଛନ୍ତି ଅଦ୍ରିଜା ମଞ୍ଜରୀ ।
ଅଲଟୋ କାର ରାଜପାଟଣାରୁ ଅପହରଣ କରି ନେଇଥିଲେ ୪ ଯୁବକ l ଏହି ଖବର ପାଇ ନୟାଗଡ଼ ସଦର ପୋଲିସ କାରକୁ ଗୋଡ଼ାଇ ଗୋଡ଼ାଇ ନୟାଗଡ଼ ଚଣ୍ଡୀବସ୍ତ ରାସ୍ତାରୁ ଉଦ୍ଧାର କରିଛି ପୋଲିସ l
ପୋଲିସ ଏନେଇ ତଦନ୍ତ ଜାରି ରଖିଥିଲା ।
କାହା ପାଇଁ ଆତ୍ମହତ୍ୟା କରିଛନ୍ତି ଶୁଭଲକ୍ଷ୍ମୀ ? ପୁରୁଷ ବନ୍ଧୁଙ୍କ ମୋବାଇଲ୍ ସିଜ୍ କରିଛି ପୋଲିସ୍ । ମୃତ୍ୟୁ ପଛର କାରଣ ନେଇ ପୋଲିସର ତନାଘନା..
ରାଜ୍ୟରେ ବଢ଼ିଚାଲିଛି ନକଲି ଶିକ୍ଷକଙ୍କ ତାଲିକା । ନକଲି ସାର୍ଟିଫିକେଟ ଦେଇ 5T ସ୍କୁଲରେ ଚାକିରୀ । କେମିତି ନକଲି ଶିକ୍ଷକମାନେ ସରକାରଙ୍କ ଆଖିରେ ଆଙ୍ଗୁଠି ଗେଞ୍ଜି ଚାକିରି କଲେ ? ନିଯୁକ୍ତି ସମୟରେ କିଭଳି ଯାଞ୍ଚ ହେଉଥିଲା ?
ସବୁଠୁ ଆଶ୍ଚର୍ଯ୍ୟର କଥା ସମସ୍ତେ ହେଉଛନ୍ତି ଫାଇଭ୍-ଟି ସ୍କୁଲର ଶିକ୍ଷକ। ଅର୍ଥାତ ଯେଉଁଠି ସ୍ୱଚ୍ଛତା ରହିବା କଥା ସେଠି ଚାଲିଛି ନକଲି ସାର୍ଟିଫିକେଟ୍ କାରସାଦି।
ବର୍ତ୍ତମାନ ସେହିପରି ଏକ ଘଟଣା ନଜରକୁ ଆସିଛି । ଖୋଦ୍ ଆଇନ୍ର ରକ୍ଷକ ପୋଲିସ ଓ ଜନପ୍ରତିନିଧିଙ୍କ ବିରୋଧରେ ଅଭିଯୋଗ ହୋଇଛି । ଖାଲି ଯେ ଅଭିଯୋଗ ତାହାନୁହେଁ, ବିଧାୟକଙ୍କ ବିରୋଧରେ ଜୋତା ଚଟାଇବା ପରି ସଙ୍ଗୀନ ଅଭିଯୋଗ ଆଣିଛନ୍ତି ଜଣେ ବ୍ୟକ୍ତି ।
ଏହି ହତ୍ୟାକାଣ୍ଡ ରାଜନୈତିକ ଶତ୍ରୁତା କାରଣରୁ ହୋଇଥିବା ପରିବାର ଲୋକ କହିଛନ୍ତି । ବିରୋଧୀ ଦଳର ନେତା ଲୋକ ଲଗେଇ ଏଭଳି ହତ୍ୟାକାଣ୍ଡ ଘଟାଇଥିବା କହିଛନ୍ତି ପରିବାର ଲୋକ ।
ଶୁଭଲକ୍ଷ୍ମୀଙ୍କ ମୋବାଇଲକୁ ଜବତ କରି ଷ୍ଟେଟ୍ ଫରେନସିକ୍ ଲ୍ୟାବକୁ ପଠାଯାଇଛି । ଅନୁମାନ କରାଯାଉଛି, ଏହି ଫୋନ୍ ଅନେକ ରହସ୍ୟ ଉପରୁ ପରଦା ହଟାଇପାରେ ।
ଗତ ୪ ମାସ ମଧ୍ୟରେ ତାମିଲନାଡ଼ୁର ସାଇବର ପୋଲିସ ମୋଟ ୨୫ ହଜାର ୧୩୫ ସିମ୍ କାର୍ଡ ଅଚଳ କରିଛି ।