ହିଂସାକାଣ୍ଡ ପରେ ନୁହରେ ସ୍ୱାଭାବିକ ସ୍ଥିତି ଫେରାଇ ଆଣିବା ଲାଗି ପ୍ରଶାସନ ପକ୍ଷରୁ ଉଦ୍ୟମ ଜାରି ରହିଛି। କୌଣସି ପ୍ରକାରର ହିଂସା ଏଡ଼ାଇବା ଲାଗି ନୁହରେ ପାରାମିଲିଟାରୀ ଫୋର୍ସ ମୁତୟନ କରାଯାଇଛି।
୧୫ ଜଣ ଅଟକ, ୨୦୦ରୁ ଅଧିକ ଲୋକଙ୍କ ନାଁରେ ମାମଲା । ରାତିରେ ଥାନା ବୁଲି ଦେଖିଲେ ଦକ୍ଷିଣାଞ୍ଚଳ ଆଇଜି ।
ଗତ ରାତିରେ ଅତି ରହସ୍ୟଜନକ ଭାବେ ମିଲିଙ୍କ ଅର୍ଦ୍ଧ ଦଗ୍ଧ ମରଶରୀର ଉଦ୍ଧାର କରାଯାଇଥିବାବେଳେ ଏହା ହତ୍ୟା ନା ଆତ୍ମହତ୍ୟା ?
ଆକ୍ରୋଶରୁ ପୋଲିସ୍ ଉପରେ ଭୟଙ୍କର ଆକ୍ରମଣ । ଫିରିଙ୍ଗିଆ ଥାନା ଜାଳିଦେଲେ ଉତ୍ତ୍ୟକ୍ତ ଲୋକେ ।
ଥାନା IIC ଓ ତାଙ୍କ ୨ ସହଯୋଗୀଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଦାବି କରାଯାଇଛି।
ଓଡ଼ିଶାର ବିଭିନ୍ନ ଜିଲ୍ଲାରୁ ୮ ଜଣଙ୍କୁ ବାଲେଶ୍ୱର ପୋଲିସ ଗିରଫ କରିଛି । ଏନେଇ ପୋଲିସ ପକ୍ଷରୁ ସୂଚନା ଦିଆଯାଇଥିବାବେଳେ ଘଟଣାକୁ ନେଇ ଆହୁରି ତଦନ୍ତ କରୁଛି ପୋଲିସ ।
ଅଭିଯୁକ୍ତର ବୟସ ୨୦ ବର୍ଷ । ସେ କାହିଁକି ଓ କେଉଁ କାରଣରୁ ପିଲାମାନଙ୍କୁ ମାଡ଼ ମାରୁଥିଲା ସେନେଇ ପୋଲିସ ପଚରାଉଚରା କରୁଛି ।
ନିବେଶ କର, ଆଉ ନେଇଯାଅ ୪ ଗୁଣା ଟଙ୍କା। ଟଙ୍କା ଚାରିଗୁଣା କରିଦେବାକୁ କହି ପୁରା ଗ୍ରାମବାସୀଙ୍କୁ ଚୁନ ଲଗାଇ ଦେଇଛନ୍ତି ସାଇବର ଠକ।
ଯୁକ୍ତ ଦୁଇ ଆଡମିଶନ ସରିଲା। ଅଗଷ୍ଟ ୧ରୁ କ୍ଲାସ୍ ବି ଆରମ୍ଭ ହେଲାଣି। ମାତ୍ର ଏବେ ସାମନାକୁ ଆସିଛି ଆଡମିଶନ୍ ଗଡ଼ବଡ଼ି। ଅନ୍ ଲାଇନ୍ ସ୍ପଟ୍ ଆଡମିଶନ୍ ସତ୍ତ୍ବେ କମ୍ ମାର୍କ ରଖିଥିବା ପିଲା ନାମ ଲେଖାଇଥିବାବେଳେ ମେଧାବୀ ଛାତ୍ରଛାତ୍ରୀ ବାଦ୍ ପଡ଼ିଛନ୍ତି
ପ୍ରଥମେ ପ୍ରେମିକାର ସ୍ୱାମୀକୁ ବିଭତ୍ସ ଭାବେ ହତ୍ୟା, ତା’ପରେ ପ୍ରେମିକା ସହ ଦୁଷ୍କର୍ମ ।
ପ୍ରେମିକ ନାଁରେ କଳଙ୍କ । ଯାହାକୁ ଭଲପାଉଥିଲା, ବିବାହର ପ୍ରତିଶ୍ରୁତି ଦେଇଥିଲା...ତା’କୁ ହିଁ ମାରିଦେଲା । ୨ ସହଯୋଗୀଙ୍କ ଗିରଫ ପରେ ପୂରା ଘଟଣାର ହେଲା ପର୍ଦ୍ଦାଫାଶ । ଭାଇ କହୁଛି ଭଉଣୀର ହତ୍ୟାକାରୀଙ୍କୁ ଦଣ୍ଡ ମିଳୁ।
ପ୍ରେମିକ ନାଁରେ କଳଙ୍କ । ଯାହାକୁ ଭଲପାଉଥିଲା, ବିବାହର ପ୍ରତିଶ୍ରୁତି ଦେଇଥିଲା...ତା’କୁ ହିଁ ମାରିଦେଲା । ୨ ସହଯୋଗୀଙ୍କ ଗିରଫ ପରେ ପୁରା ଘଟଣାର ହେଲା ପର୍ଦ୍ଦାଫାଶ । ଭାଇ କହୁଛି ଭଉଣୀର ହତ୍ୟାକାରୀଙ୍କୁ ଦଣ୍ଡ ମିଳୁ...
ବାନ୍ଦୋଦକର କଲେଜରେ ଏନସିସି ତାଲିମ ବେଳେ ଏପରି ଘଟଣା ଘଟିଥିବା କୁହାଯାଉଛି । ଭିଡିଓରେ ବାଡ଼ି ଧରିଥିବା ବ୍ୟକ୍ତି ଜଣକ ଜଣେ ସିନିୟର କ୍ୟାଡେଟ ବୋଲି ଜଣାପଡିଛି ।
ଯୁକ୍ତିତର୍କ ମଧ୍ୟ ଅତ୍ୟଧିକ ରାଗିଯାଇ ପୁଷ୍ପାଙ୍କ ଆଙ୍ଗୁଠିକୁ କାମୁଡ଼ି ଦେଇଥିଲେ ବିଜୟ । ଏମିତିକି ତାକୁ ଚୋବାଇ ଛିଣ୍ଡେଇ ଦେବାକୁ ଚେଷ୍ଟା କରିଥିଲେ ।
ଝିଅଟିର ଭାଇ କାମରୁ ଫେରିବା ପରେ ଭଉଣୀକୁ ଖୋଜାଖୋଜି କରିଥିଲେ । ହେଲେ କିଛି ସନ୍ଧାନ ମିଳିନଥିଲା । ସେଦିନ ପ୍ରାୟ ରାତି ୧୦ଟା ସମୟରେ କୋଲ୍ ଫର୍ଣ୍ଣେସ ଅଞ୍ଚଳରେ ପରିବାର ଲୋକ ଖୋଜାଖୋଜି କରିଥିଲେ ।
କାନ୍ଥରେ ଦୁଇ ଚୋର ଚିତ୍ର ଆଙ୍କିବା ସହ ଡାଏଲଗ୍ ଲେଖିବା ସମୟରେ ସେଠାରେ ଲାଗିଥିବା ଏକ କାଚ ଖସିପଡ଼ିଥିଲା । ତଳେ ପଡ଼ି କାଚଟି ଭାଙ୍ଗିଯାଇଥିଲା । ଯାହାଦ୍ୱାରା ଘର ଲୋକଙ୍କ ନିଦ ଭାଙ୍ଗି ଯାଇଥିଲା ।
ଭାଙ୍ଗିଗଲା ସ୍ୱପ୍ନ..ଚାଲିଗଲା ଜୀବନ..ପ୍ରେମିକ ପାଲଟିଲା ସୈତାନ୍
ଏହି ହିଂସାକାଣ୍ଡ ପଛରେ ରହିଛି କି କୌଣସି ଷଡ଼ଯନ୍ତ୍ର? ଅଚାନକ୍ ଉତ୍ତେଜନା ସୃଷ୍ଟି ପଛର କାରଣ କଣ?
ନକଲି ୱେବସାଇଟ୍ ଖୋଲି ପର୍ଯ୍ୟଟକଙ୍କୁ ଲଗାଉଛନ୍ତି ଚୂନ । ପୁରୀ ଓ ଭୁବନେଶ୍ବରରେ ଠକେଇକୁ ନେଇ ବଢ଼ିଲା ଚିନ୍ତା
ନକଲି ୱେବସାଇଟ୍ ଖୋଲି ପର୍ଯ୍ୟଟକଙ୍କୁ ଲଗାଉଛନ୍ତି ଚୂନ । ପୁରୀ ଓ ଭୁବନେଶ୍ବରରେ ଠକେଇକୁ ନେଇ ବଢ଼ିଲା ଚିନ୍ତା
ମହିଳାଙ୍କ ଅଭିଯୋଗ ପାଇବା ପରେ ପୋଲିସ ସ୍ୱାମୀ ନାଁରେ ମାମଲା ରୁଜୁ କରିବା ସହ ଶ୍ୱଶୁର ଘରର ୬ ଜଣଙ୍କ ନାଁରେ ବି ମାମଲା ରୁଜୁ କରିଛି । ତଦନ୍ତ ପରେ ସମସ୍ତଙ୍କୁ ଗିରଫ କରାଯିବ ବୋଲି ପୋଲିସ କହିଛି ।
ଅର୍ଚ୍ଚନା ନାଗଙ୍କୁ ମିଳିଲା ଜାମିନ । ବହୁ ଚର୍ଚ୍ଚିତ ହନିଟ୍ରାପ୍ ମାମଲାରେ ଅର୍ଚ୍ଚନା ନାଗଙ୍କୁ ସର୍ତ୍ତମୂଳକ ଜାମିନ ପ୍ରଦାନ କରିଛନ୍ତି ହାଇକୋର୍ଟ । ଖଣ୍ଡଗିରି ଥାନା ମାମାଲାରେ ରହସ୍ୟମୟୀଙ୍କୁ ମିଳିଛି ଜାମିନ । ଅର୍ଚ୍ଚନାଙ୍କ ନାଁରେ ଦାୟର ହୋଇଥିବା ମୋଟ ୩ଟି ମାମଲାରୁ ୨ଟିରେ ଜାମିନ ମିଳିଛି ।
ଅର୍ଚ୍ଚନାଙ୍କୁ ହାଇକୋର୍ଟ ସର୍ତ୍ତମୂଳକ ଜାମିନ ମଂଜୁର କରିଛନ୍ତି ।
ନୁହରେ କର୍ଫ୍ୟୁ ଲାଗିଛି ଏବଂ ଆଖପାଖ କିଛି ଅଞ୍ଚଳରେ ଜାରି ହୋଇଛି ୧୪୪ ଧାରା ।...
ଜଙ୍ଗଲରେ ଚାଲିଥିଲା ଚୋରା ମଦ ବେପାର । ଖବର ପାଇବା ପରେ ଚଢାଉ ପାଇଁ ଯାଇଥିଲା ପୂରା ଟିମ୍...ହେଲେ ହାତରେ ଥିଲା ଖାଲି ଲାଠି । କିନ୍ତୁ ଚୋରା ବେପାରୀ ପୂରା ପ୍ରସ୍ତୁତ ଥିଲେ, ମାରଣାସ୍ତ୍ର ସଜେଇ ରଖିଥିଲେ । ଅବକାରୀ ଟିମ୍ ପହଞ୍ଚିବା ମାତ୍ରେ ମୁଖା ପିନ୍ଧି ଆସିଲେ, ମାଡ ମାରିଲେ...ହାଣି ପକାଇଲେ