ବିଡିଓ ଥିବା ବେଳେ ଏକ ଲକ୍ଷ ଟଙ୍କା ଲାଞ୍ଚ ନେଇ ଧରା ପଡିଥିଲେ, ୨୦୨୦ ଯାଏଁ ନିଲମ୍ବନ ହେଲେ । ଆଉ ପୁଣି ପ୍ରମୋସନ ନେଇ ଚାକିରିରେ ଯୋଗ ଦେଇ ସାଢେ ୩ ବର୍ଷରେ ଆୟ କରିଛନ୍ତି ୫ କୋଟିର ସଂପତ୍ତି ।
ସାଢେ ୩ ବର୍ଷରେ ୫ କୋଟିର ସଂପତ୍ତି..ସେଥିରୁ ନଗଦ କେବଳ ୩ କୋଟି ଟଙ୍କା..ଆୟର ୫ ଶହ ପ୍ରତିଶତରୁ ଅଧିକ ସଂପତ୍ତି । କାହା ପୃଷ୍ଠ ପୋଷକତାରେ ଲୁଟୁଥିଲେ ନବରଙ୍ଗପୁର ଅତିରିକ୍ତ ଉପଜିଲ୍ଲାପାଳ ପ୍ରଶାନ୍ତ ?
ଉଭୟ ପକ୍ଷରୁ ଯୁକ୍ତିତର୍କ ହେବା ସହିତ ଗଣ୍ଡଗୋଳ ସୃଷ୍ଟି ହୋଇଥିଲା। ପ୍ରାୟ ୨ ଘଣ୍ଟା ଧରି ସ୍ଥାନୀୟ ଅଞ୍ଚଳ ରଣକ୍ଷେତ୍ର ପାଲଟି ଯାଇଥିଲା।
ପତ୍ନୀ ହତ୍ୟା ମାମଲାରେ ଦୋଷୀ ସାବ୍ୟସ୍ତ ହୋଇଛନ୍ତି ରାମମୂର୍ତ୍ତି । ୧୧ ଜଣ ସାକ୍ଷୀ ଓ ୧୫ଟି ଦସ୍ତାବିଜ୍ ଆଧାରରେ ଦୋଷୀ ସାବ୍ୟସ୍ତ କରିଛନ୍ତି ଭୁବନେଶ୍ୱର ସ୍ପେଶାଲ କୋର୍ଟ ।
ନିଜ ସଂସାରକୁ ନିଜେ ଉଚ୍ଛନ୍ନ କରିଦେଲା ଭାଇ...ସମସ୍ତଙ୍କୁ ମାରିବା ପରେ ନିଜକୁ ନିଜେ ଗୁଳି ମାରି ଆତ୍ମହତ୍ୟା କଲା ।
୩ କୋଟିରୁ ଅଧିକ ଟଙ୍କା ଓ ଭୁବନେଶ୍ୱରରେ ଠାବ ହୋଇଛି ବିଲ୍ଡିଂ । ତାହା ସହ ୫ଟି ପ୍ଲଟ, ୨ଟି ଦାମୀ କାର୍ ମଧ୍ୟ ଠାବ କରାଯାଇଥିବା ସୂଚନା ଦେଇଛି ଭିଜିଲାନ୍ସ ।
ସୁନ୍ଦରଗଡ଼ ଭିଜିଲାନ୍ସ ଡିଏସପି ସୁଧାଂଶୁ ଶେଖର ପୂଜାରୀଙ୍କ ନେତୃତ୍ୱରେ ଦୁଇଟି ଟିମ୍ ପହଞ୍ଚିଛନ୍ତି । ଗୋଟିଏ ଭୁବନେଶ୍ୱରରୁ ଏବଂ ଅନ୍ୟଟି ନବରଙ୍ଗୁପରରେ ଚଢାଉରେ ସାମିଲ ଥିଲେ । ଦୁଇ ଟିମ ସୁନ୍ଦରଗଡରେ ପହଞ୍ଚିବା ପରେ ଚାଲିଛି ହିସାବନିକାଶ ।
ପିଙ୍କ୍ ହ୍ୱାଟ୍ସଆପ୍ ବ୍ୟବହାର ପାଇଁ ଲୋକଙ୍କ ହ୍ୱାଟ୍ସଆପ୍କୁ ଆସୁଛି ମେସେଜ୍ । ଆଉ ଏହି ହ୍ୱାଟ୍ସଆପ୍ ମେସେଜ୍ ଲିଙ୍କ୍ରେ କ୍ଲିକ୍ କରି ପିଙ୍କ୍ ହ୍ୱାଟ୍ସଆପ୍ ଡାଉନ୍ଲୋଡ୍ କରିବା ପରେ ହାକ୍ ହେଉଛି ମୋବାଇଲ।
ଗତ କିଛିଦିନ ହେବ ମହିଳା ଜଣକ ଡିପ୍ରେସନରେ ଥିଲେ । ସେ ବିବାହ କରିବା ସହ ତାଙ୍କର ଏକ ତିନି ବର୍ଷର ପୁତ୍ର ସନ୍ତାନ ରହିଛି । ସଫ୍ଟୱେୟାର ଇଞ୍ଜିନିୟର ହେମନ୍ତ ପଟେଲଙ୍କୁ ୫ ବର୍ଷ ପୂର୍ବେ ବିବାହ କରିଥିଲେ ସାନା ପଟେଲ ।
ନବରଙ୍ଗପୁର ଅତିରିକ୍ତ ଉପଜିଲ୍ଲାପାଳଙ୍କ ଘରୁ ୩ କୋଟିର କ୍ୟାସ୍ । ଭୁବନେଶ୍ୱରରେ ପଡ଼ୋଶୀଙ୍କ ଛାତରୁ ମିଳିଲା ପେଟି ପେଟି ଟଙ୍କା ।
ଖାଲି ସେତିକି ନୁହେଁ ମହିଳାଙ୍କ ସହ ଥିବା ଜଣେ ପୁରୁଷ ବନ୍ଧୁଙ୍କୁ ବି ମାଡ଼ ମାରି ଟ୍ରେନ୍ ବାହାରକୁ ଠେଲି ଦେଇଥିଲେ ଦୁର୍ବୃତ୍ତ ।
ଘଟଣାକୁ ନେଇ ପୋଲିସ ତା’ର ପ୍ରତିକ୍ରିୟା ରଖିଛି । ପୋଲିସ କହିଛି ଶିକ୍ଷକ ଜଣକ ଜୌରା ରୋଡ ଅଞ୍ଚଳରେ ଥିବା କୁଲେନ୍ଦ୍ର କୋଚିଂ ସେଣ୍ଟରରେ ଶିକ୍ଷାଦାନ କରନ୍ତି ।
ଟଙ୍କା ଛଡ଼ାଇନେବା ସମୟରେ ବୃଦ୍ଧ ଜଣକ ରାସ୍ତାରେ ଛିଟିକି ପଡ଼ିଥିବା ମଧ୍ୟ ଅଭିଯୋଗ ହୋଇଛି । ପୋଲିସର ସୂଚନା ଅନୁସାରେ ବୃଦ୍ଧ ବ୍ୟବସାୟୀ ସାନସର ସିଂ ତାଙ୍କ ପରିବାର ସହିତ ଗାଜିଆବାଦରେ ରହୁଥିଲେ । ହେଲେ ହର୍ଷ ବିହାରରେ ଏକ ଦୋକାନ କରିଥିଲେ ।
ପୋଲିସର ସୂଚନାନୁସାରେ ଏହି ଘଟଣାରେ ମୃତ ମହିଳାଙ୍କ ସ୍ୱାମୀଙ୍କୁ ଅଟକ ରଖାଯାଇଥିଲା । ସମସ୍ତଙ୍କ ମୃତଦେହ ଏକ ଫାର୍ମରେ ଥିବା କୂଅରୁ ମିଳିଥିଲା । ଏନେଇ ଜାଣିବା ପରେ ସେହି ଜାଗାର ମାଲିକ ପୋଲିସକୁ ଘଟଣା ସମ୍ପର୍କରେ ସୂଚନା ଦେଇଥିଲେ ।
ରେଡ୍ ଜାରି ରହିଥିବାରୁ ଆହୁରି ଅଧିକ ଟଙ୍କା ଓ ଧନ ସଂପତ୍ତି ମିଳିପାରେ ଅନୁମାନ କରାଯାଉଛି । ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ନବରଙ୍ଗପୁର ଅତିରିକ୍ତ ଉପଜିଲ୍ଲାପାଳ ପ୍ରଶାନ୍ତ ରାଉତଙ୍କ ଭୁବନେଶ୍ୱର, ନବରଙ୍ଗପୁର ଓ ଭଦ୍ରକର ୯ଟି ସ୍ଥାନରେ ଏକକାଳୀନ ଚଢଉ କରୁଛି ।
ଛାତ୍ରୀମାନେ ବୁର୍ଖା ପିନ୍ଧିବା ସହ ହାତରେ ବାଡ଼ିଧରି ପୋଲିସକୁ ବାଡ଼େଇଛନ୍ତି । ସୂଚନା ଅନୁସାରେ ପ୍ରଥମେ ଇସଲାମାବାଦରେ ଲାଲ ମସଜିଦର ମୌଲାନା ଅବଦୁଲ ଅଜିଜଙ୍କ ଉପରେ ଆକ୍ରମଣ ହୋଇଥିବା ଅଭିଯୋଗ ହୋଇଛି ।
ପଡ଼ୋଶୀଙ୍କ ଘର ଛାତରୁ ୫୦୦ ଟଙ୍କିଆ ଭର୍ତ୍ତି ୬ଟି ପେଟି ଜବତ ହୋଇଛି। ନବରଙ୍ଗପୁର ଅତିରିକ୍ତ ଉପଜିଲ୍ଲାପାଳ ପ୍ରଶାନ୍ତ କୁମାର ରାଉତଙ୍କ ପଡ଼ୋଶୀଙ୍କ ଛାତରୁ ଏହିସବୁ ଟଙ୍କା ଜବତ ହୋଇଛି।
ନବରଙ୍ଗପୁର ଅତିରିକ୍ତ ଉପଜିଲ୍ଲାପାଳ ପ୍ରଶାନ୍ତ ରାଉତଙ୍କ ଘରେ ଭିଜିଲାନ୍ସ ଟିମ୍ ରେଡ୍ କରିଛନ୍ତି। ଭଦ୍ରକ, ଭୁବନେଶ୍ୱର ସମେତ ୯ଟି ସ୍ଥାନରେ ଏକକାଳୀନ ଚଢ଼ାଉ ହୋଇଛି।
ଆମେ ଯେଉଁ କଥା କହୁଛୁ ତାହା ଏହାଠାରୁ ଟିକେ ଭିନ୍ନ । କାହାଣୀ ସମାନ, ଢ଼ଙ୍ଗ ବି ସମାନ । ହେଲେ କଲ୍ ରିସିଭ କରିଥିବା ବ୍ୟକ୍ତ କିନ୍ତୁ ଏଥର କୌଣସି ଯୁବକ ନୁହଁନ୍ତି। ସେ ଜଣେ ୭୨ ବର୍ଷିୟ ବୃଦ୍ଧ ।
ଗୁରୁତ୍ୱପୂର୍ଣ୍ଣ କଥା ହେଲା, ଏହି ଟଙ୍କା ବିଷୟରେ କୌଣସି ବି ଶ୍ରମିକ ଜାଣିନାହାନ୍ତି । କେଉଁଠୁ ଏହି ଟଙ୍କା ଆସିଲା, କିଏ ପଠାଇଲା, ତାହା ସେମାନଙ୍କୁ ଜଣାନାହିଁ ।
୧୦ ବର୍ଷ ହେବ ସ୍ତ୍ରୀକୁ ଖାଦ୍ୟରେ ନିଶା ମିଶାଇ ଦେହ ବ୍ୟବସାୟ କରୁଥିଲେ ସ୍ୱାମୀ । ସ୍ତ୍ରୀ ବେହୋସ ହେବା ପରେ ଅଜଣା ବ୍ୟକ୍ତିଙ୍କୁ ଘରକୁ ଡାକି ସ୍ତ୍ରୀ ସହ ଶାରିରୀକ ସମ୍ପର୍କ ରଖୁଥିଲେ ।
ଭଦ୍ରକର ପୂର୍ବତନ ଜିଲ୍ଲା ସମାଜ ମଙ୍ଗଳ ଅଧିକାରୀ ଜୟନ୍ତୀ ବେହେରାଙ୍କ ଦୁର୍ନୀତିର ଚେର ବହୁ ଗଭୀର ପର୍ଯ୍ୟନ୍ତ ଥିବା ଜଣାପଡ଼ିଛି। ଆୟବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଚଢ଼ାଉ ବେଳେ ଠାବ ହୋଇଛି ମାଳ ମାଳ କୋଠା ବାଡ଼ି ଓ ଜମି ପ୍ଲଟ୍।
ଜଣେ ମହିଳାଙ୍କୁ ତାଙ୍କ ସମ୍ପର୍କୀୟମାନେ ନିର୍ଯାତନା ଦେଇ ମାରି ଦେଇଥିବା ଅଭିଯୋଗ ହୋଇଛି। ଖାଲି ଏତିକି ନୁହେଁ ମହିଳାଙ୍କ ଚିତ୍କାର ଯେପରି କାହାକୁ ନଶୁଭିବ, ଏନେଇ ଆକ୍ରମଣକାରୀମାନେ ଜୋର୍ରେ ମ୍ୟୁଜିକ୍ ଲଗାଇଥିଲେ।
ଏତଲା ପରଠାରୁ ବାୟବ ଅଛନ୍ତି ଗାୟକ ସୌରୀନ ଭଟ୍ଟ । ସୌରୀନଙ୍କ କୋଲକାତା ସ୍ଥିତ ଘରକୁ ଯିବ ପୋଲିସ ।
ତଣ୍ଟି ଚିପି ହତ୍ୟା କରିବା ପରେ ଘଟଣାସ୍ଥଳରୁ ଫେରାର ହୋଇଯାଇଛନ୍ତି ଦୁଇ ଅଭିଯୁକ୍ତ ।