ଧାମନଗର ଥାନା ମୌଲାନାସାହିରେ ସ୍ୱାମୀ ଓ ସ୍ତ୍ରୀଙ୍କ ମୃତଦେହ ଠାବ
ଚୋରମାନଙ୍କ ଆଖି ଚେନ୍ ଉପରେ ରହିଥିବା ବେଳେ ବିବାହିତା ମହିଳାଙ୍କ ବେକରେ ପଡ଼ିଥିବା ମଙ୍ଗଳସୂତ୍ର ଉପରେ ମଧ୍ୟ ରହିଛି ।
ସବୁଠାରୁ ବଡ଼ କଥା ହେଲା ଏହି ଘଟଣା ଘଟିବା ସମୟରେ ରାସ୍ତାରେ ଲୋକ ଯିବା ଆସିବା କରୁଥିଲେ । ସାଧାରଣ ଭାବେ ଲୋକେ ଯେମିତି ସବୁବେଳେ ଯାଆନ୍ତି ସେମିତି ଯାଆ ଆସ କରୁଥିଲେ ।
ଗର୍ଭବତୀ ଗର୍ଲଫ୍ରେଣ୍ଡଙ୍କୁ ବିଷ ପିଆଇ ଜୀବନ ନେଇଗଲା ବୟଫ୍ରେଣ୍ଡ ।
ଦୁଇ ଭାଇଙ୍କୁ ଗୋଡ଼ାଇ ଗୋଡ଼ାଇ ହାଣିଲେ ଦୁର୍ବୃତ୍ତ । ଖୋର୍ଦ୍ଧା ଜିଲ୍ଲା ବୋଲଗଡ଼ ଥାନା ସାନକୁମାରୀ ଗାଁରେ ହତ୍ୟାକାଣ୍ଡ ।
ଯୁକ୍ତିତର୍କ ପରେ ଝଗଡା... ଆଉ ତା’ପରେ ହତ୍ୟା । ସ୍ତ୍ରୀର ଜୀବନ ନେଇଗଲା ସ୍ୱାମୀ ।
ମୟୂରଭଞ୍ଜ ଜିଲ୍ଲା କରଞ୍ଜିଆ ତହସିଲଦାର ଚାର୍ଲସ ନାୟକଙ୍କ ଘରେ ହୋଇଛି ଭିଜିଲାନ୍ସ ଚଢ଼ାଉ।
ଦୁଇ ଗଞ୍ଜେଇ ମାଫିଆ ଝାଡ଼ଖଣ୍ଡ ଧାନବାଦରୁ ଏକ ଟ୍ରକ୍ ରେ ଗଞ୍ଜେଇ ଧରି ଆସୁଥିବା ବେଳେ NCB ର ଭୁବନେଶ୍ୱର ଜୋନାଲ୍ ୟୁନିଟ୍ ସେମାନଙ୍କୁ ଗିରଫ କରିବାରେ ସଫଳ ହୋଇଛି ।
କ୍ରାଇମବ୍ରାଞ୍ଚର ଚାର୍ଜସିଟକୁ ନେଇ ବଢ଼ୁଛି ବିବାଦ । ଷଡ଼ଯନ୍ତ୍ର କଥା ନଥିବାରୁ ଗନ୍ଧ ବାରିଲେ ବିରୋଧୀ । ନବୀନଙ୍କୁ ମନମୋହନ ସାମଲଙ୍କ ସିଧା ନିଶାନା ।
ସେମାନେ 'ମାଂସାଶୀ'... ଯଦି ସେମାନେ ମରିନଥାନ୍ତେ... ତାହାହେଲେ ସେମାନେ ମୋତେ ମାରିଦେଇଥାନ୍ତେ।
ମଣିଷ ଏବେ ହିଂସ୍ର ପଶୁ ଠାରୁ ବି ହୀନ ପାଲଟିଯାଇଛି । ଯାହା ବିଶ୍ୱାସ କରିବା ମଧ୍ୟ କଷ୍ଟସାଧ୍ୟ ହୋଇପଡ଼ୁଛି ।
ଏହି ଘଟଣା ଯେତେବେଳେ UPSC ଜାଣିବାକୁ ପାଇଲା, ସେମାନଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ପ୍ରକ୍ରିୟା ଆରମ୍ଭ ହେଲା ।
ଧାର୍ଯ୍ୟ ଦରଠାରୁ ଅଧିକ ଟିକସ ନେଇ ଚର୍ଚ୍ଚାରେ ମୁଣ୍ଡଳୀ ଟୋଲ୍ ଗେଟ୍ । ଟିକସ ଆଦାୟ ନାମରେ ଚାଲିଥିଲା ଜୁଲମ୍ । ଯାହାକୁ ନେଇ ରାଜ୍ୟ ବାହାରେ ନିନ୍ଦିତ ହେଲା ଓଡ଼ିଶା । ଗତ ଦୁଇଦିନ ତଳେ ମୁଣ୍ଡଳୀ ଟୋଲ୍ ଗେଟ୍ରେ ପାରି ହେବା ପାଇଁ ୩୦ଟଙ୍କା ବଦଳରେ ୫୦୦ ଟଙ୍କା ଦାବି କରି ଦୁଇ ପକ୍ଷଙ୍କ ମଧ୍ୟରେ ଉପୁଜିଥିଲା ସାଙ୍ଘାତିକ ଝଗଡା ଓ ମାରପିଟ୍।
ପରୀକ୍ଷାରେ ପାସ୍ କରାଇ ଦେବା ଲାଗି ଛାତ୍ରୀଙ୍କ ଠାରୁ ଯୌନ ତୃପ୍ତି ଆଶା କଲେ କଲେଜ ପ୍ରଫେସର। ଅଶାଳୀନ ଶୈଳୀରେ କହିବା ସହ ଅନୈତିକ ସମ୍ପର୍କ ରଖିବା ପାଇଁ ପ୍ରଫେସର ଜଣକ ଛାତ୍ରୀଙ୍କୁ କହୁଥିବା ଭାଇରାଲ୍ ଭିଡିଓରେ ଦେଖିବାକୁ ମିଳିଛି।
ତତ୍କାଳୀନ ମନ୍ତ୍ରୀ ନବ ଦାସଙ୍କୁ କେଉଁ ବ୍ୟକ୍ତିଗତ ଆକ୍ରୋଶ ପାଇଁ ହତ୍ୟା କଲା ଗୋପଳ ଦାସ ? ଏମିତି କଣ ବ୍ୟକ୍ତିଗତ ରାଗ ଥିଲା, ଯାହା ପାଇଁ ଜଣେ ମନ୍ତ୍ରୀଙ୍କୁ ବି ଗୁଳି କରିବାକୁ ପଛାଇଲାନି ଗୋପାଳ ଦାସ ? ଏମିତି କେଉଁ ବିବାଦ ପରିପ୍ରେକ୍ଷୀରେ ମନ୍ତ୍ରୀ ନବ ଦାସ ଓ ତାଙ୍କ ସମର୍ଥଙ୍କ ପକ୍ଷରୁ ଗୋପାଳର ଜୀବନ ପ୍ରତି ବିପଦ ସୃଷ୍ଟି ହୋଇଥିଲା ?
ନବ ଓ ସମର୍ଥକଙ୍କଠୁ ଅସୁରକ୍ଷିତ ମଣି ଗୁଳି କରି ମାରିଦେଲା ଗୋପାଳ...ତଦନ୍ତର ୧୧୮ ଦିନରେ ଚାର୍ଜସିଟ ଦାଖଲ କରି ସ୍ପଷ୍ଟ କଲା କ୍ରାଇମବ୍ରାଞ୍ଚ । କହିଲା ଗୋପାଳ ନୁହେଁ ପାଗଳ, ବ୍ୟକ୍ତିଗତ ଆକ୍ରୋଶ ହିଁ ହତ୍ୟା ପଛର କାରଣ
ନବ ଦାସ ହତ୍ୟା ମାମଲାର ତଦନ୍ତ ନେଇ FBI ସହାୟତା ମାଗି ନାହାନ୍ତି ସରକାର । ଓଡ଼ିଶା ସରକାରଙ୍କ କୌଣସି ପ୍ରସ୍ତାବ ପାଇନଥିବା କହିଲା କେନ୍ଦ୍ର । RTI ଆବେଦନ ଆଧାରରେ କେନ୍ଦ୍ର ଗୃହ ମନ୍ତ୍ରାଳୟର ସ୍ପଷ୍ଟୋକ୍ତି । ଲିଗାଲ୍ ସେଲ୍କୁ କୌଣସି ପ୍ରସ୍ତାବ ଆସିନଥିବା କହିଲା ଗୃହ ମନ୍ତ୍ରାଳୟ । ନବ ଦାସ ହତ୍ୟାର ତଦନ୍ତ ସହାୟତା ନେଇ ଆମେ କିଛି ଚିଠି ପାଇନୁ ବୋଲି କେନ୍ଦ ମନ୍ତ୍ରାଳୟ କହିଛି ।
ଲିଗାଲ୍ ସେଲ୍କୁ କୌଣସି ପ୍ରସ୍ତାବ ଆସିନଥିବା କହିଲା ଗୃହ ମନ୍ତ୍ରାଳୟ ।
ତତ୍କାଳୀନ ମନ୍ତ୍ରୀ ନବ ଦାସଙ୍କୁ କେଉଁ ବ୍ୟକ୍ତିଗତ ଆକ୍ରୋଶ ପାଇଁ ହତ୍ୟା କଲା ଗୋପଳ ଦାସ ? ଏମିତି କଣ ବ୍ୟକ୍ତିଗତ ରାଗ ଥିଲା, ଯାହା ପାଇଁ ଜଣେ ମନ୍ତ୍ରୀଙ୍କୁ ବି ଗୁଳି କରିବାକୁ ପଛାଇଲାନି ଗୋପାଳ ଦାସ ?
ପୂର୍ବ ଶତ୍ରୁତାରୁ ନବ ଦାସଙ୍କୁ ମାରିଥିଲା ଗୋପାଳ? ୧୧୮ ଦିନ ପରେ ଦାଖଲ ହେଲା ଚାର୍ଜସିଟ୍ । ୫୪୩ ପୃଷ୍ଠାର ଚାର୍ଜସିଟ୍ କରିଛି ପୋଲିସ୍ ।
ତହସିଲଦାରଙ୍କୁ ପିଟିଲେ ମାଟି ମାଫିଆ । ଆକ୍ରମଣରେ ପର୍ଜଙ୍ଗ ଆର୍ଆଇ ଓ କନିଷ୍ଠ କିରାଣି ମଧ୍ୟ ଆହତ ହୋଇଛନ୍ତି ।
ଗଞ୍ଜେଇ ଚାଲାଣ ବେଳେ ମାଲକାନଗିରି ଜିଲ୍ଲା କାଲିମେଳା ପୋଲିସ୍ ହାତରେ ଧରା ପଡିଛନ୍ତି ତେଲେଙ୍ଗାନା ପୋଲିସ।
ମନ୍ତ୍ରୀ ନବ ଦାସ ହତ୍ୟା ମାମଲାରେ କ୍ରାଇମବ୍ରାଞ୍ଚ ପକ୍ଷରୁ ଚାର୍ଜସିଟ୍ ଦାଖଲ କରାଯାଇଛି। ବ୍ୟକ୍ତିଗତ ଆକ୍ରୋଶ ରଖି ଗୋପାଳ, ନବ ଦାସଙ୍କୁ ହତ୍ୟା କରିଥିବା ଚାର୍ଜସିଟ୍ରେ ଉଲ୍ଲେଖ କରାଯାଇଛି।
ବୟସ ୮ ବର୍ଷ...ହେଲେ କାମ ସବୁ ଏମିତି ଯାହାକି ବଡ଼ ବଡ଼ ଅପରାଧୀଙ୍କ ଝାଳ ବାହାରି କରିଦେବ। ଜଣେ ନୁହେଁ କି ୨ ଜଣ ନୁହେଁ ୩ ଜଣଙ୍କୁ ହତ୍ୟା କରି ସାରିଲାଣି।
ନବ ଦାସ ହତ୍ୟା ମାମଲାରେ ଦାଖଲ ହେଲା ଚାର୍ଜସିଟ୍ । ଗତ ଜାନୁଆରୀ ୨୯ ତାରିଖରେ ନବ ଦାସଙ୍କୁ ହତ୍ୟା କରାଯାଇଥିବା ବେଳେ ଆସନ୍ତା ୨୯ରେ ହତ୍ୟାକୁ ପୁରିବ ୪ ମାସ ।