ମନ୍ତ୍ରୀ ନବ ଦାସଙ୍କ ଆକସ୍ମିକ ବିୟୋଗ ପରଠୁ ଅଶାନ୍ତ ହେଉଛି କି ପଶ୍ଚିମ ଓଡ଼ିଶାର ଶିଳ୍ପ କରିଡର ? କୋଇଲା, ଫ୍ଲାଏଆସ୍ ଅବା ଟ୍ରାନ୍ସପୋର୍ଟ ନବଙ୍କ ନିଧନ ପରେ ଦୀର୍ଘ ୩ ଦଶନ୍ଧୀ ଧରି ତାଙ୍କ ଅଖଣ୍ଡ ଆଧିପତ୍ୟରେ ଚାଲିଥିବା ଏସବୁ ବ୍ୟବସାୟିକ ସାମ୍ରାଜ୍ୟ ଉପରେ ପଡିଲାଣି କି ଜିଲ୍ଲା ବାହାର ନେତାଙ୍କ ଲୋଲୁପ ନଜର ? ଯାହାର ଝଲକ୍ ଗତ ୧୭ ତାରିଖରେ ଦେଖିବାକୁ ମିଳିଥିବା କୁହାଯାଉଛି
ଏକ ହୃଦୟ ବିଦାରକ ଘଟଣା ସାମ୍ନାକୁ ଆସିଛି। ବିବାହର ୨ ଦିନ ପରେ ବର-କନ୍ୟାଙ୍କ ମୃତ ଦେହ ମିଳିଛି। ମଙ୍ଗଳବାର ରାତିରେ ଏନେଇ ଏକ ରିସେପ୍ସନ୍ ପାର୍ଟି ଅନୁଷ୍ଠିତ ହେବାର ଥିଲା। ଏହା ପୂର୍ବରୁ ଏମିତି ଦୁଃଖଦ ଘଟଣା ଘଟିଯାଇଛି।
ଗତ ବର୍ଷ ଠାରୁ ମହିଳା ଜଣକ ଅବଦୁଲ ହୁସେନ ନାମକ ଜଣେ ଯୁବକଙ୍କୁ ପ୍ରେମ କରୁଥିଲେ । ତାଙ୍କ ସହ ଶାରୀରିକ ସମ୍ପର୍କ ମଧ୍ୟ ରଖିଥିଲେ । ଗତ ମଙ୍ଗଳବାର ଉଭୟ ବିବାହ କରିବାକୁ ମନସ୍ଥ କରିଥିବା ବେଳେ ପିଲାଟିକୁ ସାଙ୍ଗରେ ନେବାକୁ ପ୍ରେମିକ ହୁସେନ ମନା କରିଦେଥିଲା । ଫଳରେ ଉଭୟ ଛୋଟ ପୁଅଟିକୁ ପିଟିପିଟି ହତ୍ୟା କରିଥିଲେ ।
ନବ ଦାସଙ୍କୁ ହତ୍ୟାର ୨୫ ଦିନ ବିତିଲାଣି କିନ୍ତୁ ଏଯାଏଁ ତଦନ୍ତ ଠିକ୍ରେ ହେଲାନି। ରାଜ୍ୟ ସରକାର କ୍ରାଇମବ୍ରାଂଚ୍ ତଦନ୍ତ ନିର୍ଦ୍ଦେଶ ଦେଲେ କିନ୍ତୁ ତଦନ୍ତ କେମିତି ହେଉଛି? ଏଯାଏଁ କାହିଁକି ସତ ସାମ୍ନାକୁ ଆସିଲା ନାହିଁ ତାହା ସମସ୍ତଙ୍କ ମନରେ ସନ୍ଦେହ ସୃଷ୍ଟି କରୁଛି। ଖାଲି ଏତିକି ନୁହେଁ ବରଂ ନିଜର ଅଭିଜ୍ଞତାକୁ ନଜରରେ ରଖି ନରସିଂହ କହିଛନ୍ତି, ତଦନ୍ତ ଯେମିତି ହେବା କଥା ସେମିତି ହେଉନାହିଁ। ତଦନ୍ତ ପୂରା ଗୋଳମାଳିଆ ହେଉଛି ବୋଲି କହିଛନ୍ତି ନରସିଂହ।
କେହି କୁଆଡ଼େ ନଥିଲେ, ହଠାତ୍ ପହଞ୍ଚିଲେ କିଛି ଲୋକ ଆଉ ଆଖିବୁଜା ଗୁଳିମାଡ଼ କଲେ। କେହି କିଛି ବୁଝିବା ଆଗରୁ ରାସ୍ତା ଉପରେ ରକ୍ତାକ୍ତ ଅବସ୍ଥାରେ ଲୋଟିପଡ଼ିଲେ ଜଣେ ଯୁବକ।
ଦୁଇ ସାଙ୍ଗ ଯୁବତୀ ଜଣଙ୍କୁ ଘରକୁ ଡାକିଥିଲେ । ଘରକୁ ଡାକିବା ପରେ ତାଙ୍କୁ ମଦ୍ୟପାନ କରିବାକୁ ବାଧ୍ୟ କରିଥିଲେ । ଆଉ ମଦ୍ୟପାନ କରିସାରିବା ପରେ ଜୋରଜବରଦସ୍ତ ଦୁଇ ବନ୍ଧୁ ଯୁବତୀଙ୍କୁ ଦୁଷ୍କର୍ମ କରିଥିଲେ ।
ସେମିଷ୍ଟାର୍ର ଫଳାଫଳ ଜୁଲାଇ ୨୦୨୨ରେ ଆସିଥିଲା। ଛାତ୍ରଙ୍କୁ ଏଯାଏ ମିଳିଲା ନାହିଁ ମାର୍କସିଟ୍। ରାଗିଗଲେ ଛାତ୍ର। ପ୍ରିନ୍ସପାଲଙ୍କ ଦେହରେ ପେଟ୍ରୋଲ ଢାଳି ନିଆଁ ଲଗାଇ ଦେଲେ।
ଏଭଳି କରିବା ଦ୍ୱାରା ତାକୁ ମାନସିକ ଶାନ୍ତି ମିଳୁଥିଲା ବୋଲି ସଂପୃକ୍ତ ଯୁବକ ପଚରାଉଚରା ବେଳେ ପୋଲିସକୁ କହିଛି।
ସିବିଆଇ ତଦନ୍ତ ମଧ୍ୟ ଦାବି କରିଛନ୍ତି ଜୟ ନାରାୟଣ ।
ଖାଲି ସେତିକି ନୁହେଁ ତାଙ୍କ ହାତକୁ ବି ଧରିଥିଲେ । ସୋନୁ ଏନେଇ ଆପତ୍ତି ଜଣାଇଥିବା ବେଳେ ତାଙ୍କ ବନ୍ଧୁମାନେ ମଧ୍ୟ ଏହାକୁ ବାରଣ କରିଥିଲେ ।
ତାଙ୍କୁ ଫୋନ୍ ଯୋଗେ ପରାମର୍ଶ ଦେଉଥିବା ବ୍ୟକ୍ତି ଜଣକ କିଏ ସେନେଇ ତାଙ୍କ ନିକଟରେ କିଛି ସୂଚନା ନଥିବା ସୋମାଲିକା କହିଛନ୍ତି ।
ଛତିଶଗଡ଼ ଅଞ୍ଚଳରେ ଘଟିଥିବାରୁ ଛତିଶଗଡ଼ ପୋଲିସ ତାଙ୍କୁ ଗିରଫ କରିଥିଲା ।
ରାସ୍ତାରେ ବସି କାନ୍ଦୁଥିବା ମହିଳା ଜଣଙ୍କ ହେଉଛନ୍ତି ପ୍ରେମୀଯୁଗଳ। କଥାଟା ବିଶ୍ୱାସ ହେଉନଥିଲେ ବି ସତ। ଡେଲାଙ୍ଗର ଜଣେ ମହିଳା ବିବାହ କରିବା ପରେ ସ୍ୱାମୀଙ୍କ ସହ ଭୁବନେଶ୍ୱରରେ ରହି କାମଧନ୍ଦା କରନ୍ତି। ସ୍ୱାମୀ ରାଜମିସ୍ତ୍ରୀ କାମ କରିବାରୁ ସକାଳୁ ସକାଳୁ ଖାଇପିଇ ଘରୁ ପଳାନ୍ତି । ଏକୁଟିଆ ରହୁଥିବା ଏହି ମହିଳା ଜଣକ ଘରେ ବସିଥିବା ବେଳେ ହଠାତ୍ ରଙ୍ଗ ନମ୍ବରରୁ ଆସେ କଲ୍
ଯେଉଁ ଫଟୋରେ ନବ ଦାସଙ୍କ ସାମ୍ନାରେ ଠିଆ ହୋଇ ଗୋପାଳ ବନ୍ଧୁକରୁ ଫାୟାରିଂ କରୁଥିବା ଭଳି ମୁଦ୍ରାରେ ଛିଡା ହୋଇଥିବା ଜଣାପଡିଛି। ନବ ଦାସ ଗାଡିରୁ ଓହ୍ଲାଇବା ମାତ୍ରେ ଗୋପାଳ ଦୁଇ ହାତରେ ବନ୍ଧୁକରୁ ସାମ୍ନାରୁ ଗୁଳି ମାରୁଥିବା ଭଳି ଜଣାପଡୁଛି
DGP କହିଥିଲେ ଗୋପାଳ କାହିଁକି ନବ ଦାସଙ୍କୁ ମାରିଲା, ତା କେବଳ ମହାପ୍ରଭୁ ଜଗନ୍ନାଥଙ୍କୁ ଜଣା ।
୪ ଆହତ ଚିତ୍କାର କରୁଥିବା ବେଳେ ଘଟଣାସ୍ଥଳରୁ ଫେରାର ମାରିଥିଲେ ଅଭିଯୁକ୍ତ ଚନ୍ଦନ ଓ ତାର ସହଯୋଗୀ ।
ମନ୍ତ୍ରୀ ନବ ଦାସ ହତ୍ୟା ପଛର ଉଦ୍ଦେଶ୍ୟ କଣ ? ଗୋପାଳର ମୋଟିଭ୍ ନେଇ ନାର୍କୋ ଟେଷ୍ଟରୁ ମିଳିଲା କି ଖିଅ ?
ଗୁରୁତର ଯୁବତୀ କଟକ ବଡ଼ ମେଡିକାଲରେ ଭର୍ତ୍ତି । ଅନ୍ୟ ଜଣେ ମହିଳା ଓ ଦୁଇ ଛୁଆ ମଧ୍ୟ ଆହତ । ଅଭିଯୁକ୍ତ ଯୁବକ ଫେରାର୍, ଖୋଜୁଛି ପୋଲିସ ।
ବାହାଘର ପରେ ସ୍ୱାମୀ ପୂର୍ବରୁ ବିବାହିତ ଥିବା ଜାଣି ମହିଳା ଜଣଙ୍କ ତାଙ୍କ ସହିତ ଆଉ ଯାଇନଥିଲେ ।
ଏକ୍ସ-ରେ ପରେ ଏହି ଘଟଣା ପଦାକୁ ଆସିଥିଲା। ତା’ର ପାକସ୍ଥଳୀରେ ଫୋନ୍ର କିଛି ଅଂଶକୁ ଠାବ କରାଯାଇଛି।
ସ୍ୱାମୀ ଓ ଶାଶୁଙ୍କୁ ହତ୍ୟା କରି ମୃତଦେହକୁ ଖଣ୍ଡ ଖଣ୍ଡ କରି ଫ୍ରିଜ୍ରେ ରଖିଲା ବୋହୂ। ଗତବର୍ଷ ଅଗଷ୍ଟ ୧୭ରେ ହତ୍ୟାକାଣ୍ଡ ଘଟିଥିବା ବେଳେ ଚଳିତ ବର୍ଷ ଫେବୃଆରୀ ୧୯ରେ ସାମ୍ନାକୁ ଆସିଥିଲା।
ଜଣେ ଯୁବକ ଆଇଫୋନ୍ ପାଇଁ ପୁରା ପ୍ଲାନିଂ ସହ ନା କେବଳ ଜଣେ ଡେଲିଭରୀ ବୟଙ୍କୁ ହତ୍ୟା କରିଛନ୍ତି, ବରଂ ପ୍ରମାଣ ନଷ୍ଟ ପାଇଁ ମୃତଦେହକୁ ଜାଳିଦେଇଥିଲେ।
ନିଜ ଝିଅ ବୟସର ନାବାଳିକାଙ୍କୁ ବିବାହ କରିବାକୁ ଚାହୁଁଥିଲେ ୪୭ ବର୍ଷୀୟ ବ୍ୟକ୍ତି। ହେଲେ ତାଙ୍କର ଏହି ପ୍ରସ୍ତାବରେ ରାଜି ହୋଇନଥିଲେ ୧୬ ବର୍ଷୀୟ ନାବାଳିକା। ଶେଷରେ ସମ୍ପୃକ୍ତ ନାବାଳିକାଙ୍କୁ ଏହାର ପରିଣାମ ଭୋଗିବାକୁ ପଡ଼ିଥିଲା।
ଅପରେସନ୍ ହେଲା ବୋଲି ହେବ ମାରା ହୋଇଗଲା। ପୂର୍ବ ପୁରୁଷମାନେ ଆଉ ପିଣ୍ଡ ପାଇବେ ନାହିଁ କହି ସ୍ୱାମୀ ଭଲରେ କଥାବାର୍ତ୍ତା ବି ହେଉନି। ଘରେ ନପୂରାଇବାରୁ ଆମ୍ବ ଗଛ ମୂଳେ ବସିରହିଛି ସ୍ତ୍ରୀ। ଯେତେ ବୁଝାଇଲେ କି କାକୁତିମୀନତି ହେଲେ କିଛି ଶୁଣୁନି। ଯିଏ ବୁଝାଇବାକୁ ଯାଉଛି ଧନୁ ତୀର ଧରି ମାରିଦବେ ବୋଲି କହୁଛି।
ଭାଇରାଲ ଫଟୋକୁ ନେଇ ବିଜେଡିର ଯୁବ ବିଧାୟକ ପାଇଁ ବଢୁଛି ଅଡୁଆ । ସୋମାଲିକା ଦାଶଙ୍କ ସହ ତାଙ୍କ ସମ୍ପର୍କକୁ ନେଇ ଥାନା ପର୍ଯ୍ୟନ୍ତ ମାମଲା ଯାଇଥିଲା । ମାମଲା ଥମିନଥିବା ବେଳେ ଏବେ ଆଉ ଜଣେ ମହିଳାଙ୍କ ସହ ତାଙ୍କର ଫଟୋ ଭାଇରାଲ ହେଉଛି।