୧୬ ବର୍ଷର ଯୁବତୀଙ୍କୁ ଡ୍ରିଙ୍କସ୍ରେ ନିଶାଦ୍ରବ୍ୟ ମିଶାଇ ଗଣଦୁଷ୍କର୍ମ କରାଯାଇଥିବା ଅଭିଯୋଗ ହୋଇଛି।
ବେକରେ ରାଇଫଲ ପକାଇ ନାଚ କରୁଥିଲେ । ହାତରେ ବନ୍ଧୁକ ଧରି ବୁଲୁଥିଲେ ।
ଲାଞ୍ଚ ନେବାବେଳେ ଧରିଥିଲା ସିବିଆଇ
ରାଜ୍ୟ ପୋଲିସ ମୁଖିଆଙ୍କ କାର୍ଯ୍ୟକୁ ନେଇ ସାରା ରାଜ୍ୟରେ ଚର୍ଚ୍ଚା । କ୍ୟାବିନେଟ୍ ମନ୍ତ୍ରୀ ନବ ଦାସଙ୍କ ହତ୍ୟାର ୬ ଦିନରେ ଯାଇ ମୁହଁ ଖୋଲି ଥିଲେ ରାଜ୍ୟ ପୋଲିସ ମୁଖିଆ । ୧୦ ଦିନ ପରେ ଆଜି ନବଙ୍କ ଏକାଦଶାହରେ ପ୍ରଥମଥର ପାଇଁ କ୍ରାଇମ୍ ସ୍ପଟ୍ ଭିଜିଟ୍ କଲେ ପୋଲିସ୍ ଡିଜି । ସେହି ସମୟର ଦୃଶ୍ୟ। କ୍ରାଇମ୍ ବ୍ରାଞ୍ଚ ତଦନ୍ତର ମନିଟରିଂ କରୁଥିବା ଜଷ୍ଟିସ୍ ଜେ.ପି. ଦାସଙ୍କ ସହ ଗତକାଲିଠୁ ଝାରସୁଗୁଡ଼ା ଜିଲ୍ଲାରେ ଥିବା ପୋଲିସ୍ ଡିଜି ସୁନୀଲ ବଂଶଲ ଆଜି ସକାଳ ପ୍ରାୟ ୯ଟା ୪୫ରେ ନବ ହତ୍ୟାକାଣ୍ଡ ସ୍ଥଳ ବ୍ରଜନଗନର ଗାନ୍ଧିଛକ କ୍ରାଇମ୍ ସ୍ପଟରେ ପହଞ୍ଚିଥିଲେ ।
ନିଆଁ ଆଁରେ ଓଡ଼ିଶା ଜଙ୍ଗଲ। ବାରମ୍ବାର ସଚେତନତା ପରେ ବି ଲାଗୁଛି ନିଆଁ, ଜଳିପୋଡି ପାଉଁଶ ହେଉଛି ମୂଲ୍ୟବାନ ସଂପତ୍ତି
CM ପଦ ପାଇଁ ଶନି ମନ୍ଦିର ପୂଜା କଥା ଲିକ୍ ହେବାରୁ ନବଙ୍କୁ ହଟାଗଲା ବୋଲି ସେ କହିଛନ୍ତି।
କିଏ କଲା ନିର୍ମମ ହତ୍ୟା ? ଖୋଜୁଛି ପୋଲିସ
ହତ୍ୟାକାଣ୍ଡ ସ୍ଥଳରେ ଜଷ୍ଟିସ୍ ଦାସଙ୍କ ସରଜମିନ ଅନୁଧ୍ୟାନ
କଳି ପାଇଁ ରାଜରାସ୍ତାରେ ଲାଗିଲା ଗହଳି
ଦୁଇ ଜଣଙ୍କ ନିକଟରୁ ୪ ଲକ୍ଷ ଟଙ୍କା ଆଦାୟ କରିଛି ସାଇବର ଥାନା ପୋଲିସ ।
ଜଣେ ୧୩ ବର୍ଷୀୟା ଘରୋଇ ସହାୟିକାଙ୍କୁ ଗୁରୁଗ୍ରାମର ଦମ୍ପତି ନିର୍ଯାତନା ଦେଇଥିବା ଘଟଣା ସାମ୍ନାକୁ ଆସିଛି। ଗତ କିଛି ମାସ ଧରି ନାବାଳିକାଙ୍କୁ ସେମାନେ ନିର୍ଯାତନା ଦେଇ ଆସୁଥିଲେ। ତେବେ ଗତକାଲି ସନ୍ଧ୍ୟାରେ ଘଟଣା ସମ୍ପର୍କରେ ଜଣାପଡ଼ିଥିଲା।
ବୟଫ୍ରେଣ୍ଡ୍କୁ ଦେଖା କରିବାକୁ ଆସିଥିଲେ, ହେଲେ ଦେଖା କ’ଣ କରିବେ ଓଲଟା ମାଡ଼ ଖାଇ ଫେରିଲେ। ସ୍ଥାନୀୟ ଲୋକେ ଯୁବତୀଙ୍କୁ ଅଟକ ରଖି ତାଙ୍କୁ ବାନ୍ଧିକି ସର୍ବସମ୍ମୁଖରେ ମାଡ଼ ମାରିଥିବା ଅଭିଯୋଗ ହୋଇଛି।
କିଭଳି ନବ ଦାସଙ୍କୁ ଗୁଳି ମାରିଥିଲା, ଖେଳନା ବନ୍ଧୁକ ଧରି ଦେଖାଇଲା ଅଭିଯୁକ୍ତ ଗୋପାଳ। ଗତ ୨୯ରେ ବ୍ରଜରାଜନଗର ଗାନ୍ଧି ଛକରେ ମନ୍ତ୍ରୀଙ୍କୁ ଗୁଳି କରିଥିଲା ଗୋପାଳ
ଗୁଳି ମାଡ଼ ପରେ କେମିତି ଲୋକଙ୍କୁ ଡରାଇଥିଲା ସେସବୁକୁ ଦେଖାଇଛିା
୨୦ ବର୍ଷୀୟ ଯୁବକ ନିଜର ପକ୍ଷାଘାତ ବାପାଙ୍କୁ ହତ୍ୟା କରିଥିବା ଅଭିଯୋଗ ହୋଇଛି। ବେଡ୍ ଉପରେ ବାପା ପରିସ୍ରା କରି ଦେବାରୁ ପୁଅ ଏହି ହତ୍ୟା କରିଥିଲା।
କଟକ ଆଠଗଡ଼ ବନ ବିଭାଗ ହେପାଜତରେ ଧନେଶ୍ୱର ବେହେରାଙ୍କ ମୃତ୍ୟୁ ଘଟଣାରେ ନୂଆ ଟ୍ୱିଷ୍ଟ୍। କାଳରାତିର କାହାଣୀ ବଖାଣିଛନ୍ତି ମାଡ଼ରେ ଲହୁଲୁହାଣ ହୋଇଥିବା ଅନ୍ୟ ଜଣେ ବ୍ୟକ୍ତି।
ବାଲେଶ୍ୱର ଉପଜିଲ୍ଲାପାଳ କୁନାଲ ମୋତିରାମ ଚୌହାନଙ୍କୁ ନେଇ ଏବେ ସବୁଠି ଚର୍ଚ୍ଚା। ବାଲିମାଫିଆମାନଙ୍କ ଆକ୍ରମଣକୁ ଡରି ନଯାଇ ଦହପଡ଼ାରେ ଥିବା ଏକ ବେଆଇନ୍ ଇଟାଭାଟି ଉପରେ ଅତର୍କିତ ଚଢ଼ଉ କରିଥିଲେ କୁନାଲ। ପୂରା ତୟାରି ସହ ପୁଲିସ ଫୋର୍ସଙ୍କ ଉପସ୍ଥିତିରେ ପ୍ରଶାସନ ଇଟାଭାଟିକୁ ଭାଙ୍ଗି ଗୁଣ୍ଡ କରିଦେଇଥିଲା।
୫ ଲକ୍ଷ କ୍ଷତିପୂରଣ ସହ ଜଣଙ୍କୁ ଚାକିରି ପ୍ରତିଶ୍ରୁତି ।
ବନ ବିଭାଗ ହେପାଜତରେ ଅଭିଯୁକ୍ତର ମୃତ୍ୟୁ ପରେ ପ୍ରବଳ ଉତ୍ତେଜନା । କଟକ ଜିଲ୍ଲା ଆଠଗଡ଼ ବନଖଣ୍ଡ ଅଧିନରେ ଏକ ହାତୀ ଶିକାର ଅଭିଯୋଗରେ ଗିରଫ ବ୍ୟକ୍ତିଙ୍କ ମୃତ୍ୟୁ ପରେ ଏହାକୁ ନେଇ ତାତିଲେ ଲୋକେ । ଜାଳିଦେଲେ ବନବିଭାଗର ବିଟ୍ ହାଉସ...
କଂଗ୍ରେସ ବି କହିଲା ହତ୍ୟା ପଛରେ ପଲିଟିକାଲ୍ ଲିଙ୍କ । ତଦନ୍ତ ପରେ ସବୁ ସ୍ପଷ୍ଟ ହେବ କହିଲା ବିଜେଡି ।
ଏମିତିକି ଏଥିରେ କୌଣସି ଅଧିକାରୀଙ୍କ ସମ୍ପୃକ୍ତି ଥିବା ମଧ୍ୟ ସନ୍ଦେହ କରାଯାଉଛି । ଅଧିକାରୀଙ୍କ ଅବହେଳା ଯୋଗୁଁ ଏଭଳି ଘଟଣା ଘଟିଥିବା କୁହାଯାଉଛି ।
ଦୁର୍ବୃତ୍ତର ଗୋଡ଼କୁ ଗୁଳି କରିଥିଲା ପୋଲିସ । ଆଉ ସେଇଠି ହିଁ ଚିତ୍କାର କରି ତଳେ ପଡ଼ିଯାଇଥିଲା ଦୁର୍ବୃତ୍ତ ।
ବ୍ୟବସାୟୀ ଜଣକ ଟଙ୍କା ମାଗିବାରୁ ଯବାନ ଜଣକ ତାଙ୍କ ସହ ପାଟିତୁଣ୍ଡ କରିଥିଲେ ।
ନବଙ୍କ ମୃତ୍ୟୁ ପରେ ସୁବାସ ଦେଇଥିବା ମନ୍ତବ୍ୟକୁ ନେଇ ଏବେ ସରଗରମ ରାଜନୀତି। ସାମ୍ବାଦିକଙ୍କ ପ୍ରଶ୍ନରେ ସିଧାସିଧା ଉପକୂଳିଆ ନେତାଙ୍କ ପାଇଁ ନବଙ୍କ ମୃତ୍ୟୁ ହୋଇଥିବା କହିଛନ୍ତି ବିଜେପି ବିଧାୟକ। ଅବଶ୍ୟ କାହାର ନାଁ ସେ ସ୍ପଷ୍ଟ କରିନଥିଲେ ବି ଦଳର ପ୍ରଭାବଶାଳୀ ନେତା ହତ୍ୟାକାଣ୍ଡରେ ସାମିଲ ଅଛନ୍ତି ବୋଲି କହିଥିଲେ।
ଦୀପେଶ କୋଲି ନାମକ ଏହି ଯୁବକ ଇନ୍ଷ୍ଟ୍ରାଗ୍ରାମରେ ଏକ ଫେକ୍ ଆକାଉଣ୍ଟ ଖୋଲି ବିଭିନ୍ନ ମହିଳାଙ୍କୁ ଫ୍ରେଣ୍ଡ ରିକ୍ୱେଷ୍ଟ ପଠାଇଥିଲେ . . .