ରାଗିଂ ଅଭିଯୋଗରେ ୮୨ ଜଣ ଛାତ୍ରଙ୍କୁ ୮୨ ହଜାର ଟଙ୍କା ଫାଇନ୍ କରାଯାଇଛି। ଅଭିଯୋଗ ଅନୁସାରେ, ଦ୍ୱିତୀୟ ବର୍ଷର ଛାତ୍ରଙ୍କୁ ତୃତୀୟ ବର୍ଷର ଛାତ୍ର ରାଗିଂ କରିଥିଲେ।
ପୋଲିସକୁ ଚକମା ଦେଉଛି ଅଫତାବ୍। ଶ୍ରଦ୍ଧାଙ୍କୁ କେମିତି ମାରିଲା ସେନେଇ ୫୦ ପ୍ରଶ୍ନ କଲା ପୋଲିସ୍। ଅଫତାବ୍ ବୁଲାଇଲା ଭୂଆଁ..
ଦ୍ୱିତୀୟ ଦିନ ପାଇଁ ଶ୍ରଦ୍ଧାଞ୍ଜଳିଙ୍କୁ ଜେରା କଲା ED । ଡ୍ରାଇଭର ଚନ୍ଦନ ମୁହଁରୁ ED ଆଦାୟ କଲା ଅର୍ଚ୍ଚନାର ହିଷ୍ଟ୍ରି ।
ତିଳେ ମାତ୍ର ଭୟ ନକରି କିମ୍ବା ଗାଡ଼ିକୁ ଲୋଭ ନକରି ଚଳନ୍ତା ଗାଡ଼ିରୁ ସିଧା ଚୋରକୁ ଧରିବାକୁ ଚେଷ୍ଟା କରିଥିଲେ । ଏହି ସମୟରେ ତାଙ୍କ ଗାଡ଼ି ତଳେ ପଡ଼ିଥିଲେ ।
ଆଜି ଇଡିରେ ହାଜର ହୋଇଛନ୍ତି ଅର୍ଚ୍ଚନାଙ୍କ ଡ୍ରାଇଭର ଚନ୍ଦନ ।
ଘଟଣାକୁ ଚପାଇବା ପାଇଁ ଗର୍ଲଫ୍ରେଣ୍ଡ୍ ନିଜ ସ୍ୱାମୀ ଓ ଭାଇଙ୍କ ସହ ମିଶି ମୃତଦେହକୁ ପ୍ଲାଷ୍ଟିକ୍ ବ୍ୟାଗରେ ଭର୍ତ୍ତି କରି ବାହାରେ ଫିଙ୍ଗି ଦେଇଥିଲେ। ହେଲେ ପୋଲିସ୍କୁ ଏହି ବ୍ୟାଗ୍ ମିଳିବା ପରେ ପୁରା ଘଟଣାର ପର୍ଦ୍ଦାଫାସ ହୋଇଥିଲା।
ଗତ ଦୁଇ ଦିନ ଧରି ପଲିଗ୍ରାଫ ଟେଷ୍ଟରେ ଶ୍ରଦ୍ଧା ମର୍ଡରର ନୂଆ ତଥ୍ୟ ସାମ୍ନାକୁ ଆସିଛି । ଦୃଶ୍ୟମ ଫିଲ୍ମ ଦେଖି ଆଫତାବ ଭିଆଇଥିଲା ଏହି କାଣ୍ତ ।
ଜହ୍ଲାଦ ପ୍ରେମିକ ତଥା ଅଭିଯୁକ୍ତ ଅଫତାବ୍ ପୁନାୱାଲା ଗୋଟିଏ ପରେ ଗୋଟିଏ ସତ ଓଗାଳୁଛି। ଶ୍ରଦ୍ଧାଙ୍କୁ କେମିତି ହତ୍ୟା କରିଥିଲା, ହତ୍ୟା ପରେ ମୃତଦେହକୁ ଖଣ୍ଡ ଖଣ୍ଡ କରି କେଉଁଠି ଫିଙ୍ଗିଥିଲା...ସବୁକିଛି ଗୋଟି ଗୋଟି କରି ଅଫତାବ୍ ପୋଲିସ୍ ଆଗରେ କହିଛି।
୩ ଜଣ ବ୍ୟକ୍ତି ଅଫିସ୍ ଭିତରେ ପଶି ଝରିଗାଁ ବିଡିଓ ସତ୍ୟନାରାୟଣ ମେହେରଙ୍କୁ ମାଡ଼ ମାରିଥିବା ଅଭିଯୋଗ ହୋଇଛି। ଏନେଇ ବିଡିଓ ନିଜେ ଝରିଗାଁ ଥାନାରେ ଏତଲା ଦେଇଛନ୍ତି।
ଅର୍ଚ୍ଚନାଙ୍କ ନିକଟତମ ସହଯୋଗୀ ବ୍ଲାକମେଲିଂ ପାର୍ଟନର କୁହାଯାଉଥିବା ଶ୍ରଦ୍ଧାଞ୍ଜଳିଙ୍କଠୁ ଆହୁରି ତଥ୍ୟ ଓଗାଳିବ ଇଡି ।
ଲେଡି ବ୍ଲାକମେଲର ଅର୍ଚ୍ଚନା ନାଗ ଲିଙ୍କ୍ରେ ED ଜାଲରେ ଆଉ ଜଣେ ପ୍ରତିଷ୍ଠିତ ବ୍ୟବସାୟୀ । ହନିଟ୍ରାପ୍ କୁଇନଙ୍କ ଆକାଉଣ୍ଟକୁ ଲକ୍ଷ ଲକ୍ଷ ଟଙ୍କା ଟ୍ରାଂଜାକ୍ସନ ଅଭିଯୋଗରେ ହରଡ଼ ଘଣାରେ ବିଜେଡି ବିଧାୟକଙ୍କ ଭାଇ ।
ଏହି ଏନକାଉଣ୍ଟର ପରେ ମାଓବାଦୀଙ୍କୁ ହିଂସାର ବାଟ ଛାଡ଼ି ମୁଖ୍ୟ ସ୍ରୋତକୁ ଫେରି ଆସିବାକୁ ନିବେଦନ କରିଛନ୍ତି ପୋଲିସ୍ ଡିଜି ।
ବିଜେଡି ବିଧାୟକ ସୁଧୀର ସାମଲଙ୍କ ବ୍ୟବସାୟୀ ଭାଇ ଗଙ୍ଗାଧର ସାମଲଙ୍କୁ ଜେରା । ୩୦ ଲକ୍ଷ ଟ୍ରାଞ୍ଜାକ୍ସନ୍ ସତ ଜାଣିବାକୁ ଘାଣ୍ଟୁଛି ଇଡି ।
ଖୋର୍ଦ୍ଧା ଜିଲ୍ଲାପାଳଙ୍କ ନାଁରେ ସଂଗୀନ ଅଭିଯୋଗ ଆଣିଲେ ପିଏ
ବିଳମ୍ବିତ ରାତିରେ ମାରପିଟ୍ କରିଛନ୍ତି ସିନିୟର ଛାତ୍ର। ବୁର୍ଲା ଥାନାରେ ଲିଖିତ ଅଭିଯୋଗ କରିଛନ୍ତି ରାଗିଂର ଶିକାର ଛାତ୍ର।
ପର ହୋଇଗଲେ ଆପଣାର ଲୋକ । ସନ୍ଦେହ କରି ଜୀବନ ନେଇଗଲେ ।
ପ୍ରେମିକା ପାଇଁ ସ୍ତ୍ରୀକୁ ହତ୍ୟା । ଅଭିଯୁକ୍ତକୁ ବାନ୍ଧିଲା ପୋଲିସ୍ ।
ସ୍ତ୍ରୀକୁ ମାରି ମୃତଦେହକୁ ଖଣ୍ଡ ଖଣ୍ଡ କରି ବାହାରେ ଫିଙ୍ଗିଲା ସ୍ୱାମୀ। ଦିଲ୍ଲୀରେ ଶ୍ରଦ୍ଧା ୱାକର୍ ମର୍ଡର କେସ୍ ମନରୁ ନଲିଭୁଣୁ ସମାନ ଘଟଣା ଏବେ ସାମ୍ନାକୁ ଆସିଛି।
ହନିଟ୍ରାପ୍ର ଗୁପ୍ତ ସୁଡ଼ଙ୍ଗରେ ଆଉ ଜଣେ ବ୍ୟବସାୟୀ ।
ଅର୍ଚ୍ଚନା ନାଗ ବ୍ଲାକ୍ମେଲ୍ ମାମଲାରେ ସିନେ ପ୍ରଯୋଜକ ଅକ୍ଷୟ ପରିଜାଙ୍କୁ ଇଡି ମାରାଥନ୍ ଜେରା କରିଛି। ଗଣମାଧ୍ୟମକୁ ପ୍ରତିକ୍ରିୟା ଦେଇ ଅକ୍ଷୟ କହିଛନ୍ତି, ଇଡି ତାଙ୍କୁ ଯାହା ପଚାରିଲେ ସେ ସବୁ ତଥ୍ୟ ଦେଇଛନ୍ତି।
କଳାଧନ ଅର୍ଜନର କଳଙ୍କିତ ଅଧ୍ୟାୟର ଫିଟାଉଛି ଗୁମର । ଅର୍ଚ୍ଚନା ସିଣ୍ଡିକେଟ୍ର ସୂତ୍ରଧର ଶ୍ରଦ୍ଧାଞ୍ଜଳିଙ୍କୁ ଇଡିର ଜେରା ।
ଜଣେ ତାନ୍ତ୍ରିକକୁ ବିନା କାରଣରେ ବଦ୍ନାମ କରିଥିଲେ ପରକ୍ରିୟା ପ୍ରେମରେ ଲିପ୍ତ ଥିବା ଦୁଇ ପ୍ରେମୀ ଯୁଗଳ । ଆଉ ତାହାର ପ୍ରତିଶୋଧ ନେଲା ତାନ୍ତ୍ରିକ ।
ପୋଲିସ ତାର ରୁମ୍ରେ ରେଡ୍ କରିବା ପରେ ତାର ଲାପ୍ଟପ୍ ମଧ୍ୟ ଜବତ କରିଛି । ଯେଉଁଥିରେ ସେ ଅନେକ ଅଶ୍ଲିଳ ଭିଡିଓ ରଖିଥିଲା ।
ଅର୍ଚ୍ଚନାଙ୍କୁ ଆଣି ଶ୍ରଦ୍ଧାଞ୍ଜଳି, ଅକ୍ଷୟ ପରିଜାଙ୍କ ସହ ମିଳିତ ଜେରା ପାଇଁ ଯୋଜନା କରୁଛି ଇଡି ।
୨୦୨୦ରେ ଶ୍ରଦ୍ଧାଙ୍କୁ ହତ୍ୟା ପାଇଁ ଅଫତାବ୍ ଧମକ ଦେଇଥିଲା। ଅଫତାବ୍ ତାଙ୍କୁ ଜୀବନରୁ ମାରିଦେବ ବୋଲି ଶ୍ରଦ୍ଧା ଆଶଙ୍କା କରି ୨୦୨୦ ମସିହା ନଭେମ୍ବର ୨୩ରେ ପୋଲିସ୍ରେ ଅଭିଯୋଗ କରିଥିଲେ।