ବ୍ରହ୍ମପୁର ବିନାୟକ ଆଚାର୍ଯ୍ୟ କଲେଜେରେ ରାଗିଂ ପଛରେ ରହିଛି ବିଜେଡି ଲିଙ୍କ୍ । ରାଗିଂ ରିଂ ମାଷ୍ଟର ସାଜିଥିଲେ ଛାତ୍ର ବିଜେଡିର କଲେଜ ଆବାହକ, ବିବାଦ ପରେ ପଦରୁ ବିଦା କଲା ବିଜୁ ଛାତ୍ର ଜନତା ଦଳ..
ଏଇ ଛତୁଆ ଫିମ୍ପି ମାରିଗଲାଣି, ବାଦାମ ଲଡୁରୁ ଗନ୍ଧ ବାହାରୁଛି। ୟାକୁ ପିଲାମାନେ ଖାଇବେ କେମିତି? ସେମାନଙ୍କ କଥା ଛାଡ ନିଜେ ଆଗେ ଖାଅ...ସଭା ମଝିରେ ବଡବାବୁଙ୍କୁ ଏମିତି ଛତୁଆ ଖୁଆଇଲେ ସମିତିସଭ୍ୟ
ପୋକ୍ସୋ ଆକ୍ଟରେ ଗିରଫ କଲା ପୋଲିସ
ବାଙ୍ଗଲାଦେଶରେ ଶ୍ରଦ୍ଧା ହତ୍ୟାକାଣ୍ଡର ପୁନରାବୃତ୍ତି ! ପାଞ୍ଚ ଦିନିଆ ପ୍ରେମର କରୁଣ ପରିଣତି । ନୂଆ ପ୍ରେମିକାକୁ ମାରି ପୁରୁଣା ସହ ଫେରାର୍ ।
ଶ୍ରଦ୍ଧାଙ୍କର ଗୁରୁତ୍ୱପୂର୍ଣ୍ଣ ହ୍ୱାଟ୍ସଆପ୍ ଚାଟ୍ ଏବେ ସାମ୍ନାକୁ ଆସିଛି । ଯାହା ସ୍ପଷ୍ଟ କରୁଛି ଯେ ଅଫତାବ୍ କିପରି ଶ୍ରଦ୍ଧାଙ୍କୁ ନିର୍ଯାତନା ଦେଉଥିଲା ।
ପୂର୍ବ ସ୍ୱାମୀ ସହ ମିଶି ଦ୍ୱିତୀୟ ସ୍ୱାମୀକୁ ହତ୍ୟା କଲା ସ୍ତ୍ରୀ। ଏହାପରେ କଟା ମୁଣ୍ଡକୁ ବ୍ୟାଗ୍ରେ ଭର୍ତ୍ତି କରି ଭଦ୍ରକ ଜିଲ୍ଲା ଭଣ୍ଡାରିପୋଖରୀର ଛତାବରରେ ପକାଇଥିଲା ସ୍ତ୍ରୀ।
କାହା ବଳରେ ବଳିୟାନ୍ ଅଭିଯୁକ୍ତ ? ବିନାୟକ ଆଚାର୍ଯ୍ୟ କଲେଜର କନଭେନର୍ ଥିଲେ ଅଭିଷେକ
ଦୁର୍ବ୍ୟବହାରର ଶିକାର ହୋଇଥିବା ବ୍ୟାସନଗର ପୌରାଞ୍ଚଳର ପୂର୍ବତନ ନିର୍ବାହୀ ଅଧିକାରୀ ଅଶୋକଙ୍କ ନାଁରେ ଏତଲା ।
ଦିଲ୍ଲୀରେ ଶ୍ରଦ୍ଧା ୱାକର୍ ମର୍ଡର କେସ୍ର ଅଭିଯୁକ୍ତ ଅଫତାବ୍ ଅମିନ୍ ପୁନାୱାଲା ଦିଲ୍ଲୀ ପୋଲିସ୍ର ଜେରା ବେଳେ ବହୁ ଗୁରୁତ୍ୱପୂର୍ଣ୍ଣ ତଥ୍ୟ ଓଗାଳିଛି।
ଟିକେଟ୍କୁ ନେଇ ଯବାନ ଓ TTEଙ୍କ ମଧ୍ୟରେ ଯୁକ୍ତିତର୍କ ହୋଇଥିଲା। ଏହାପରେ ଚଳନ୍ତା ଟ୍ରେନ୍ରୁ ଟିଟିଇ, ଯବାନଙ୍କୁ ଠେଲି ଦେଇଥିଲେ।
ସତ ଓଗାଳେ ସେରମ୍ । ସେଥିପାଇଁ ତାକୁ ଟ୍ରୁଥ୍ ସେରମ୍ ମଧ୍ୟ କୁହାଯାଏ ।
ଜରୁରୀକାଳୀନ ସେବାକୁ ଖେଳ ଭାବୁଛନ୍ତି ଅସାମାଜିକ । ଆମ୍ବୁଲାନ୍ସ ସେବା ଯୋଗାଉଥିବା ୧୦୮ର ଧଜ୍ଜିଆ ଉଡ଼ାଉଛନ୍ତି ଜଣଙ୍କ ପରେ ଜଣେ । ଗୋଟିଏ ପରେ ଗୋଟିଏ ଫେକ୍ କଲ୍ ଆସୁଛି ଦିନ ତମାମ୍ । ଅଭଦ୍ରାମୀର ସୀମା ଲଂଘିଚାଲିଛନ୍ତି କିଛି ବିଶୃଙ୍ଖଳିତ ବ୍ୟକ୍ତି ।
ଅଫତାବକୁ ଫାଶିଦଣ୍ଡ ଦାବି କଲେ ଆଇନଜୀବୀ ।
୧୦୮କୁ ଦୈନିକ ଆସୁଛି ୭ ଶହରୁ ଅଧିକ ଫେକ୍ କଲ । ଏତଲା ସତ୍ତ୍ୱେ ଆକ୍ସନ ଶୂନ, ଚିନ୍ତାରେ ହେଲ୍ପ ଲାଇନ କର୍ମଚାରୀ ।
୫ ଗିରଫ, ୩ କୋର୍ଟ ଚାଲାଣ, ୨ ଗଲେ ସୁଧାର ଗୃହ । ଦେଖଣାହାରୀ ଝିଅ ବିରୁଦ୍ଧରେ ବି ହେବ କାଯର୍ୟାନୁଷ୍ଠାନ ।
କାରକୁ ଜାଣିଶୁଣି କେହି ଲୁଚାଇବାରେ ସହଯୋଗ କରୁଥିଲେ ତାଙ୍କ ବିରୋଧରେ ବି କାର୍ଯ୍ୟାନୁଷ୍ଠାନ ପାଇଁ କୋର୍ଟଙ୍କ ଜରିଆରେ ପ୍ରକ୍ରିୟା ଆରମ୍ଭ କରିଛି ଇଡି ।
ଟିଡିପି ନେତାଙ୍କୁ ମରଣାନ୍ତକ ଆକ୍ରମଣ ! ନେତାଙ୍କ ଘରକୁ ପୂଜକ ବେଶରେ ଆସି ଆକ୍ରମଣ କଲା ଦୁର୍ବୃତ୍ତ ।
ମହିଳାମାନେ ଚିତ୍କାର କରୁଥିଲେ . .ହେଲେ ସ୍ୱାସ୍ଥ୍ୟକର୍ମୀଙ୍କ କାନକୁ ସେ ଚିତ୍କାର ଓ କାନ୍ଦଣା ଶୁଭୁ ନଥିଲା . .
ପାଗଳ ପ୍ରେମିକର ଉନ୍ମତ୍ତ କାଣ୍ଡ । ପ୍ରେମିକାକୁ ମାରିଲା, ଭିଡିଓ ସୁଟ୍ କରି ସୋସିଆଲ ମିଡିଆରେ ପୋଷ୍ଟ କଲା ।
ପୂର୍ବରୁ ଘଟଣାକୁ ନେଇ ଇନଫୋସିଟି ଥାନାରେ ମାମଲା ରୁଜୁ ହୋଇଥିବା ବେଳେ ଅନୁଧ୍ୟାନ ପାଇଁ ପହଁଚିଥିଲା ପୋଲିସ।
ହଠାତ୍ ଅଫତାବ୍ଙ୍କ ବ୍ୟବହାରରେ ପରିବର୍ତ୍ତନ ଆସିବା ଯୋଗୁ ଓ ଶ୍ରଦ୍ଧାଙ୍କ ମନରେ ସନ୍ଦେହ ସୃଷ୍ଟି ହୋଇଥିଲା। ଶ୍ରଦ୍ଧାଙ୍କୁ ଲାଗୁଥିଲା ଯେ ଅଫତାବ୍ ତାଙ୍କୁ ଧୋକା ଦେବା ପାଇଁ ଚେଷ୍ଟା କରୁଛନ୍ତି।
ହୃଦୟର ସବୁତକ କୋହ, ଅଭିମାନକୁ ଧଳାକାଗଜରେ ଲେଖିଦେଇ ଚରମ ନିଷ୍ପତ୍ତି ନେଇଗଲେ.. ଅଫେରା ଦୁନିଆକୁ ଯିବା ପୂର୍ବରୁ ଏ ଥିଲା ଅଞ୍ଜଳିଙ୍କ ଶେଷ ଚିଠି..
ଶ୍ରଦ୍ଧା(Shraddha murder case)ଙ୍କୁ ମାରିବା ପରେ ଘରକୁ ନୂଆ ପ୍ରେମିକା ନେଇ ଆସିଥିଲା ଅଭିଯୁକ୍ତ ।
କେମିକାଲରେ ରକ୍ତଭିଜା ଚଟାଣର ଦାଗ ସଫା କରିଥିଲା ଅଭିଯୁକ୍ତ
ଅଭିଯୁକ୍ତ ଅଫତାବ୍ ଦେଖିଥିଲା କ୍ରାଇମ ସୋ । ଆମେରିକାର କ୍ରାଇମ ସୋ ଡେକ୍ସଟର ଦେଖି ହତ୍ୟାକାଣ୍ଡ ଘଟାଇବାକୁ ଉତ୍ସାହିତ ହୋଇଥିଲା ।