ଅର୍ଚ୍ଚନା ନାଗଫାଶ ପ୍ରସଙ୍ଗରେ ବିଜେପିର ରଣ ହୁଙ୍କାର ।
୪୮ ଘଣ୍ଟାରେ କାର୍ଯ୍ୟାନୁଷ୍ଠାନ ନ ହେଲେ ଆନ୍ଦୋଳନ ଚେତାବନୀ । ଝାରପଡ଼ା ଜେଲ୍ରେ ନାଗ ଦମ୍ପତ୍ତିଙ୍କ ୨୦ ମିନିଟିଆ ଦେଖାସାକ୍ଷାତ ।
ଏବେ ଜେଲ୍ ଚାରି କାନ୍ଥ ଭିତରେ କର୍ମଚାରୀ ।
ହାଇପ୍ରୋଫାଇଲ୍ ସେକ୍ସ ସ୍କାଣ୍ଡାଲର ଏହି ଚର୍ଚ୍ଚିତ ଦମ୍ପତି ଆଜି ଜେଲ ପରିସରରେ ଥିବା କାର୍ଯ୍ୟାଳୟରେ କଥା ହୋଇଛନ୍ତି ।
ଅର୍ଚ୍ଚନା ନାଗଫାଶକୁ ନେଇ ତମ୍ବିତୋଫାନ ଯେତିକି, ତାକୁ ନେଇ ରାଜ୍ୟ ରାଜନୀତି ବି ସେତିକି ସରଗରମ । ମନ୍ତ୍ରୀ ଓ ବିଧାୟକଙ୍କ ବ୍ୟଭିଚାରକୁ ଘଣ୍ଟ ଘୋଡ଼ାଇବା ଅଭିଯୋଗରେ ଆଜି ପୋଲିସ କମିଶନର ଅଫିସ୍ ଆଗରେ ଗର୍ଜିଛି ବିଜେପି । ଦଳ ଦେଇଛି ୨୪ ଘଂଟିଆ ଅହୋରାତ୍ର ଧାରଣା । ସେପଟେ ବର୍ତ୍ତମାନ ଝାରପଡ଼ା ଜେଲ୍ରେ ଅଛନ୍ତି ନାଗ ଦଂପତ୍ତି
ଅର୍ଚ୍ଚନା ହନିଟ୍ରାପରେ ନେତାଙ୍କ ସଂପୃକ୍ତି ନେଇ ତେଜିଲା ରାଜନୀତି । ପୋଲିସ କମିଶନରଙ୍କ ଅଫିସ ସାମ୍ନାରେ ବିଜେପିର ହଲ୍ଲାବୋଲ ।
ମହିଳା ୱାର୍ଡର ଏବଂ ପୁରୁଷ ୱାର୍ଡରଙ୍କ ଉପସ୍ଥିତିରେ ଅର୍ଚ୍ଚନା ଏବଂ ଜଗବନ୍ଧୁ ଦେଖା କରିପାରିବେ ବୋଲି ସୂଚନା ମିଳିଛି ।
ଜଗବନ୍ଧୁ ଘରୁ ଡାଏରୀ ସହ ମିଳିଛି ଗୁରୁତ୍ୱପୂର୍ଣ୍ଣ ସାମଗ୍ରୀ । ୪ଟି ମୋବାଇଲ, ଗୋଟିଏ ଲାପ୍ଟପ୍ ସହ ମିଳିଛି ଡାଏରୀ ।
ସ୍ୱାମୀ ଶୋଇଥିବା ବେଳେ ଅଧରାତିରେ ଧାରୁଆ ଅସ୍ତ୍ରରେ ସ୍ତ୍ରୀ ହତ୍ୟା କରିଥିବା ଅଭିଯୋଗ ହୋଇଛି। ହତ୍ୟାକାଣ୍ଡ ପରେ ସ୍ତ୍ରୀ ଫେରାର ଅଛି।
ଅର୍ଚ୍ଚନା-ଜଗବନ୍ଧୁଙ୍କ ଆର୍ଥିକ କାରବାରର ଖୋଳତାଡ଼ ଚାଲିଛି। ସେମାନେ କେଉଁଠୁ ଟଙ୍କା ଆଣୁଥିଲେ, କାହାକୁ ଦେଉଥିଲେ ସେସବୁର ତଦନ୍ତ ଚାଲିଛି
ଆଜି ସକାଳେ ୪ ଘଣ୍ଟାର ଅପରେସନ ପରେ ଭୁବନେଶ୍ୱର ସତ୍ୟ ବିହାର ଘରୁ ଜଗବନ୍ଧୁକୁ ଧରିଥିଲା ପୋଲିସ ।
ଲେଡି ବ୍ଲାକମେଲର ଅର୍ଚ୍ଚନା ନାଗର ସ୍ୱାମୀକୁ ଗିରଫ ପୋଲିସ୍ ଗିରଫ କରିଛି ।
ଲେଡି ବ୍ଲାକମେଲର୍ ଅର୍ଚ୍ଚନା ନାଗଙ୍କ ସ୍ୱାମୀ ଜଗବନ୍ଧୁଙ୍କୁ ପୋଲିସ୍ ଉଠାଇ ନେଇଥିବା ସୂଚନା ମିଳିଛି। କମିଶନରେଟ୍ ପୋଲିସ୍ ଏକ ସ୍ୱତନ୍ତ୍ର ଟିମ୍ ଜଗବନ୍ଧୁଙ୍କୁ ଉଠାଇ ନେଇଥିବା ଜଣାପଡ଼ିଛି।
ବିନା ଦୋଷରେ ନାବାଳକକୁ ଟିକ୍ ଟିକ୍ କରି କାଟିଦେଲେ । ଭୁଲ ନକରି ଦୋଷୀ ହୋଇଗଲା ନୀରିହ, ଚାଲିଗଲା ଜୀବନ ।
ବାପା ସାଜିଲା ବଇରୀ । ଦୁଇ ପୁଅଙ୍କ ମଧ୍ୟରେ ଭଲ ସମ୍ପର୍କ ଆଖିରେ ଗଲାନି । ଲାଇସେନ୍ସପ୍ରାପ୍ତ ବନ୍ଧୁକରୁ ବଡ଼ ପୁଅକୁ ଗୁଳି ।
ଅର୍ଚ୍ଚନାର କେଳେଙ୍କାରୀ ଏତିକି ନୁହେଁ। ଚର୍ଚ୍ଚାକୁ ଆସିଛି କେସିଙ୍ଗା ସ୍ଥିତ ଏହି ଗୋଲାପୀ କୋଠା।
ଖୋର୍ଦ୍ଧା ଜିଲ୍ଲା ବାଣପୁର ବ୍ଲକ୍ କୃଷି ଅଧିକାରୀଙ୍କ କାର୍ଯ୍ୟାଳୟ, ଯେଉଁଠି କଲମ ଚାଷରେ ସବୁ ଅସମ୍ଭବ ସମ୍ଭବ କେମିତି ? ସୂଚନା ଅଧିକାର ଆଇନ୍ ବଳରେ ମିଳିଥିବା ହାତଲେଖା ଏ ତଥ୍ୟ ଉପରେ ନଜର ପକାନ୍ତୁ: ୨୦୧୬ ଆର୍ଥିକ ବର୍ଷରେ କୃଷିକ୍ଷେତ୍ର ପରିଭ୍ରମଣ ପାଇଁ ଖୋର୍ଦ୍ଧା ଜିଲ୍ଲା ଆତ୍ମା ପକ୍ଷରୁ, ବାଣପୁର କୃଷି ସୂଚନା ଓ ପରାମର୍ଶ କେନ୍ଦ୍ରକୁ ଆସିଥିଲା ୩୦ ହଜାର ଟଙ୍କା। ଯେଉଁ ଟଙ୍କାରେ ୧୦୦ ଚାଷୀ ବୁଲି ଯାଇଥିଲେ ଖୋର୍ଦ୍ଧା ଜିଲ୍ଲାସ୍ତରୀୟ କୃଷିମେଳା
ଅର୍ଚ୍ଚନାର କେଳେଙ୍କାରୀର ଫର୍ଦ୍ଦ ସରିବାରେ ନା ନେଉନି। କାରଣ କେସିଙ୍ଗା ସ୍ଥିତ ଏହି ଗୋଲାପୀ କୋଠାଟି ବୁଢାଡଙ୍ଗର ପାଦଦେଶରେ ଅଛି। ଆଉ ଏହି କୋଠାରେ ରୁହନ୍ତି ଅର୍ଚ୍ଚନାର ବାପା, ମା । ହେଲେ ଅଭିଯୋଗ ହୋଇଛି, ଏହି ୨ ମହଲା ଘର ହୃଷିକେଶ ମହଲା ନାମକ ଜଣେ ଟେଲର ଦୋକାନୀଙ୍କ ଦୋକାନ ଉପରେ ଛିଡ଼ା ହୋଇଛି
ସ୍ତ୍ରୀକୁ ମାରି ଅଗଣାରେ ପୋତିଦେଲା ମଦ୍ୟପ ସ୍ୱାମୀ । ୪୫ ଦିନ ପରେ ପୋଲିସ ଆସି ଖୋଳିଲା ମାଟି ମୃତଦେହ ଉଦ୍ଧାର କରିଛି ।
ସୋସିଆଲ ମିଡିଆରେ ସେହି ସମୟର ଲୋମହର୍ଷଣକାରୀ ଭିଡିଓ ଭାଇରାଲ୍ ହେଉଛି ।
ବାଣ ବ୍ୟବସାୟୀଙ୍କ ଅନ୍ୟ ଗୋଦାମରେ ବିପୁଳ ପରିମାଣର ବାଣ ଗଛିତ ଥିବା ସନ୍ଦେହ କରୁଛି ପୋଲିସ ।
NCB ଭିଜିଲାନ୍ସ ଟିମ୍ର ରିପୋର୍ଟରେ ଚାଞ୍ଚଲ୍ୟକର ଖୁଲାସା । ୮ NCB ଅଧିକାରୀ ଜାଣିଶୁଣି ଆର୍ୟନଙ୍କୁ ଫସାଇଥିଲେ ।
ଭିଜିଲାନ୍ସ କୋର୍ଟଙ୍କ ରାୟକୁ ଚ୍ୟାଲେଞ୍ଜ କରି ହାଇକୋର୍ଟ ଯାଇଥିଲେ ।
ପୋଲିସ୍ର ଗୋଡ଼ ଧରିଲେ, ତଥାପି ଦୁଷ୍କର୍ମ ପୀଡ଼ିତାଙ୍କ ଅଭିଯୋଗ ରଖିଲେନି
ପଞ୍ଜାବ ଲୁଧିଆନା ଖୁର୍ସିଦପୁର ଗାଁର ଅମାନବୀୟ ଘଟଣା । ଅଭିଯୁକ୍ତ ସ୍ୱାମୀ କୁଲଦୀପ ସିଂହଙ୍କୁ ଗିରଫ କଲା ପୋଲିସ ।