ତଦନ୍ତରେ ପୋଲିସ ବିଫଳ ହୋଇଛି । ସଂପୃକ୍ତ ବ୍ୟକ୍ତିଙ୍କ ନାଁ କାହିଁକି ଖୁଲାସା କରୁନି ବୋଲି ବିଜେପି ପକ୍ଷରୁ କୁହାଯାଇଛି ।
ତଦନ୍ତର ଧାରା କେଉଁଆଡେ ଯାଉଛି ଏବଂ କେତେ ସଫଳତା ମିଳିଛି ସେ ନେଇ ପୋଲିସ ମୁହଁ ଖୋଲୁ ନ ଥିବାବେଳେ ଗତକାଲି ଅର୍ଚ୍ଚନା ଜାମିନ୍ ଆବେଦନ କରିଥିଲେ । ଆଜି ଭୁବନେଶ୍ୱର SDJM କୋର୍ଟରେ ହାଜର ହୋଇପାରନ୍ତି ଲେଡି ବ୍ଲାକମେଲର ଅର୍ଚ୍ଚନା ନାଗ ।
ବଡବଡିଆଙ୍କୁ କେମିତି ଫାଶରେ ପକାଇ କୋଟି କୋଟି ଡିଲ୍ କରୁଥିଲେ ଅର୍ଚ୍ଚନା?
ଗୁମର ଫିଟାଇଲା ପ୍ରଡ୍ୟୁସର ଅକ୍ଷୟ ପରିଜାଙ୍କ ଏତଲା । ୩ କୋଟି ଟଙ୍କା ମାଗି ହତ୍ୟା ଧମକ ବି ଦେଇଥିଲା ଅର୍ଚ୍ଚନା ।
ପ୍ରେମ କାହାକୁ ଜୀବନ ଦିଏ ତ କାହାର ଜୀବନ ନେଇଯାଏ । ଏପରି ଜଣେ ଯୁବକ ପ୍ରେମ ପାଇଁ ଜୀବନ ହାରି ଦେଇଛନ୍ତି ।
ଆସନ୍ତାକାଲି କୋର୍ଟରେ ହାଜର ହୋଇପାରନ୍ତି ଅର୍ଚ୍ଚନା ନାଗ । ସେଥିପାଇଁ ସେ ଆଗୁଆ ଜାମିନ୍ ଆବେଦନ କରିଛନ୍ତି ।
ବଲାଙ୍ଗିର ବନ୍ଧପଡା ଫାଣ୍ଡି କରୁଆଝର ଗାଁରେ ଏଭଳି ଦୁଃଖଦ ଘଟଣା ଘଟିଛି ।
ବ୍ଲାକ୍ମେଲିଂ ଅଭିଯୋଗ ଆଣି ଥାନାରେ ସିନେ ପ୍ରଯୋଜକ ଅକ୍ଷୟ ପରିଜା ଥାନାରେ ଏତଲା ଦେଇଥିଲେ। ଅର୍ଚ୍ଚନା ନାଗ ତାଙ୍କୁ ଧମକ ଦେବା ସହ ଭୁବନେଶ୍ୱରର ଏକ ତାରକା ହୋଟେଲ୍ରେ ୩ କୋଟି ଟଙ୍କା ଡିଲ୍ କରିଥିଲେ।
ଚାକିରି ଦେବା ନାଁରେ ଠକୁଥିବା ଜଣେ ନକଲି ପୋଲିସ୍ ଅଫିସର୍ଙ୍କୁ ପୋଲିସ୍ ଗିରଫ କରିଛି। ପୋଲିସ୍ ବିଭାଗରେ ଚାକିରି ଦେବାର ଲୋଭ ଦେଖାଇ ସୁଜିତ ଟଙ୍କା ଠକି ନେଇଥିବା ଅଭିଯୋଗ ହୋଇଥିଲା।
ଲେଡି ବ୍ଲାକ୍ମେଲର ଅର୍ଚ୍ଚନା ନାଗର ଫାଶରେ ମାଳ ମାଳ ନେତା । ନିଇତି ସାମ୍ନାକୁ ଆସୁଛି ପାଓ୍ୱାରଫୁଲ୍ଙ୍କ ସହ ନୂଆ ନୂଆ ଫଟୋ । କିଏ ରାଣୀ ମହୁମାଛି କଡ଼ରେ ଛିଡ଼ା ହୋଇ ପୋଜ୍ ଦେଇଛି ତ ପୁଣି କିଏ ଅର୍ଚ୍ଚନାଙ୍କ ସ୍ୱାମୀ ଜଗବନ୍ଧୁ ଚାନ୍ଦଙ୍କୁ କୁଣ୍ଢେଇଛି ।
ବହୁଚର୍ଚ୍ଚିତ ଲେଡି ବ୍ଲାକମେଲର୍ ଅର୍ଚ୍ଚନା ନାଗଙ୍କ ଚାଞ୍ଚଲ୍ୟକର କାହାଣୀ । କ୍ୟାପିଟାଲ୍ରେ କଳାଧନ୍ଧା କନେକ୍ସନର ଫିଟୁଛି ଗୁମର । ସୁଦୂର କଳାହାଣ୍ଡି କେସିଙ୍ଗାରୁ ଆସି ମାତ୍ର ବର୍ଷ କେଇଟାରେ ତିଆରି କରିଥିବା ଗୋଲାପୀ ସାମ୍ରାଜ୍ୟର ଖୋଲୁଛି ସତ ।
ଛୋଟ ସହରରୁ ଆସି ରାଜଧାନୀରେ ନାଗ-ଚାନ୍ଦ ଦମ୍ପତି ଛିଡ଼ା କରାଇଥିଲେ ଆଲିସାନ କୋଠା । ଆଖି ତରାଟିଲା ଭଳି ଇଣ୍ଟେରିୟର୍ ଡିଜାଇନ୍ । ଘରେ ଏକ ମିନିବାର୍ ମଧ୍ୟ ଦେଖିବାକୁ ମିଳିଛି । ସତେ ଯେମିତି ସିନେ ପରଦାର ରାଜପ୍ରାସାଦ ।
କୋହ ଭରା କଣ୍ଠରେ କାନ୍ଦି କାନ୍ଦି ଜିଲ୍ଲାପାଳଙ୍କୁ ଗୁହାରି କରୁଛନ୍ତି ମହିଳା । ସବୁ କଥା ଶୁଣିବା ପରେ ଜିଲ୍ଲାପାଳ କହିଛନ୍ତି, ‘ମାଉସୀ ଆପଣ ବ୍ୟସ୍ତ ହୁଅନ୍ତୁ ନାହିଁ ।’
ଅଭିଯୋଗ ଅନୁଯାୟୀ, ଅର୍ଚ୍ଚନା ଜଣେ ବ୍ୟକ୍ତିଙ୍କର ବ୍ୟକ୍ତିଗତ ଫଟୋ ରଖି ବ୍ଲାକ୍ମେଲ କରୁଥିଲେ । ଅର୍ଚ୍ଚନାଙ୍କ ନାଁରେ ୪୯୬//୨୨ରେ କେସ୍ ରୁଜୁ ହୋଇଛି । ୩୮୭, ୪୨୦, ୫୦୬ ଓ IT ଆକ୍ଟରେ ମାମଲା ରୁଜୁ ହୋଇଛି । ଏହି ଘଟଣାର ତଦନ୍ତ ମଧ୍ୟ ଜୋରସୋରରେ ଆରମ୍ଭ ହୋଇଯାଇଛି ବୋଲି କହିଛନ୍ତି ଡିସିପି ।
ଯୁବତୀଙ୍କର ପ୍ରକୃତ ପରିଚୟ ମିଳି ପାରିନଥିବା ବେଳେ ମୃତଦେହର ଡିଏନ୍ଏ ଟେଷ୍ଟ ପାଇଁ ଦାବି ଉଠିଛି।
ଏବେ ରହସ୍ୟମୟୀଙ୍କ ନେତାମନ୍ତ୍ରୀ ଲିଙ୍କ୍ ଥିବା ଖବର ଆସିଛି ।
ବଡ଼ ବଡ଼ ବ୍ୟକ୍ତିଙ୍କ ଅଶ୍ଲୀଳ ଭିଡିଓ ତିଆରି କରି ବ୍ଲାକମେଲ୍ କରୁଥିବା ମହିଳାଙ୍କ କାରନାମାର ଆଉ ଏକ ତଥ୍ୟ ଓଟିଭି ହାତରେ ଲାଗିଛି। ତାଙ୍କର ଏକ ହ୍ୱାଟ୍ସଆପ୍ ଚାଟ୍ ଏବେ ସାମ୍ନାକୁ ଆସିଛି।
ଯୁବକଙ୍କ ପ୍ରେମରେ ପାଗଳ ହୋଇ ଝିଅ ସାମ୍ନାରେ ଜୀବନ ହାରିଲେ ତିନି ପିଲାର ମା’ ।
ସମ୍ପୃକ୍ତ ଲେଡି ବ୍ଲାକମେଲର୍ଙ୍କ ଲିଙ୍କ୍ରେ କେଉଁ ହାଇପ୍ରୋଫାଇଲ୍ ବ୍ୟକ୍ତି ଅଛନ୍ତି ସେନେଇ ଖୋଳତାଡ଼ ଚାଲିଛି। ସେହିପରି ସମ୍ପୃକ୍ତ ମହିଳାଙ୍କ ସ୍ୱାମୀ ଜଗବନ୍ଧୁ ଗଲେ କୁଆଡେ? ତାଙ୍କୁ ବି କମିଶନରେଟ୍ ପୋଲିସ ଖୋଜୁଛି।
ମର୍କତନଗର ଥାନା ସିଡିଏ ସେକ୍ଟର ୭ରେ ଅଭାବନୀୟ ଘଟଣା। ଅଝଟ ହେବାରୁ ୯ ବର୍ଷର ପୁଅକୁ ଚେଙ୍କ ସହ ବେଲ୍ଟରେ ମାଡ଼ ଦେଲେ ଦାଦା, ଖୁଡ଼ି। ସେମାନଙ୍କ ନାଁରେ ମର୍କତନଗର ଥାନାରେ ଏତଲା ଦେଲେ ଆଈ ଓ ଅଜା। ମା’ଙ୍କ ମୃତ୍ୟୁ ପରେ ପିଲାଟିକୁ ଅଜା, ଆଇଙ୍କ ପାଖରୁ ନେଇ ଜୋର କରି ରଖିଥିଲେ ଦାଦା, ଖୁଡ଼ି।
ହୋଟେଲ୍ ଭିତରେ ଚାଲିଥିଲା ଡିଲ୍। ମୋଟା ଅଙ୍କର ଟଙ୍କା ଆଦାୟ ପାଇଁ ଏମିତି ହେଉଥିଲା ହନିଟ୍ରାପ୍। ଧରାପଡିବା ପରେ ଦେଖନ୍ତୁ ହେଲା କଣ?
ହୋଟୋଲ ଭିତରେ ଡିଲ । ମୋଟା ଅଙ୍କର ଟଙ୍କା ଆଦାୟ ଲାଗି ଚାଲିଥିଲା ହନିଟ୍ରାପ୍ । ହାଇପ୍ରୋଫାଇଲ ଲେଡିଙ୍କ ମଧ୍ୟସ୍ଥତାରେ ଚାଲିଛି ଡିଲ୍ । ଫିଲ୍ମ ପ୍ରଯୋଜକ, ବିଲଡର୍ ଓ ରାଜନେତାଙ୍କଠୁ କେମିତି ଟଙ୍କା ଅସୁଲି କରୁଥିଲେ ଲେଡି ବ୍ଲାକମେଲର, ଓଟିଭି ହାତରେ ଲାଗିଛି ତାର ଭିଡିଓ ।
ଯୋଧପୁରର ମାତା ଥାନା ଅଧିନ ମଙ୍ଗରା ପୁଞ୍ଜଲା ଅଞ୍ଚଳରେ ଘଟିଛି । ବିସ୍ଫୋରଣ ପରେ ପୁରା ଅଞ୍ଚଳରେ ଚଞ୍ଚଲ୍ୟ ଖେଳିଯାଇଛି ।
ବ୍ଲାକମେଲ୍ କରିବା ଅଭିଯୋଗରେ ଭୁବନେଶ୍ୱରର ଯେଉଁ ରହସ୍ୟମୟୀ ମହିଳାଙ୍କୁ ପୋଲିସ ଗିରଫ କରିଥିଲା, ତାଙ୍କର ଏକ ଭିଡିଓ ଏବେ ଓଟିଭି ହାତରେ ଲାଗିଛି।
କେଉଁ ପ୍ରଭାବଶାଳୀ ନେତା ହେଉଥିଲେ ବ୍ଲାକ୍ ମେଲିଂର ଶିକାର ? ପୋଲିସ ମୁହଁ ଖୋଲୁ ନଥିବାରୁ ବଢୁଛି ସନ୍ଦେହ ।