ହନିଟ୍ରାପ୍ର ଗୁପ୍ତ ସୁଡ଼ଙ୍ଗରେ ଆଉ ଜଣେ ବ୍ୟବସାୟୀ ।
ଅର୍ଚ୍ଚନା ନାଗ ବ୍ଲାକ୍ମେଲ୍ ମାମଲାରେ ସିନେ ପ୍ରଯୋଜକ ଅକ୍ଷୟ ପରିଜାଙ୍କୁ ଇଡି ମାରାଥନ୍ ଜେରା କରିଛି। ଗଣମାଧ୍ୟମକୁ ପ୍ରତିକ୍ରିୟା ଦେଇ ଅକ୍ଷୟ କହିଛନ୍ତି, ଇଡି ତାଙ୍କୁ ଯାହା ପଚାରିଲେ ସେ ସବୁ ତଥ୍ୟ ଦେଇଛନ୍ତି।
କଳାଧନ ଅର୍ଜନର କଳଙ୍କିତ ଅଧ୍ୟାୟର ଫିଟାଉଛି ଗୁମର । ଅର୍ଚ୍ଚନା ସିଣ୍ଡିକେଟ୍ର ସୂତ୍ରଧର ଶ୍ରଦ୍ଧାଞ୍ଜଳିଙ୍କୁ ଇଡିର ଜେରା ।
ଜଣେ ତାନ୍ତ୍ରିକକୁ ବିନା କାରଣରେ ବଦ୍ନାମ କରିଥିଲେ ପରକ୍ରିୟା ପ୍ରେମରେ ଲିପ୍ତ ଥିବା ଦୁଇ ପ୍ରେମୀ ଯୁଗଳ । ଆଉ ତାହାର ପ୍ରତିଶୋଧ ନେଲା ତାନ୍ତ୍ରିକ ।
ପୋଲିସ ତାର ରୁମ୍ରେ ରେଡ୍ କରିବା ପରେ ତାର ଲାପ୍ଟପ୍ ମଧ୍ୟ ଜବତ କରିଛି । ଯେଉଁଥିରେ ସେ ଅନେକ ଅଶ୍ଲିଳ ଭିଡିଓ ରଖିଥିଲା ।
ଅର୍ଚ୍ଚନାଙ୍କୁ ଆଣି ଶ୍ରଦ୍ଧାଞ୍ଜଳି, ଅକ୍ଷୟ ପରିଜାଙ୍କ ସହ ମିଳିତ ଜେରା ପାଇଁ ଯୋଜନା କରୁଛି ଇଡି ।
୨୦୨୦ରେ ଶ୍ରଦ୍ଧାଙ୍କୁ ହତ୍ୟା ପାଇଁ ଅଫତାବ୍ ଧମକ ଦେଇଥିଲା। ଅଫତାବ୍ ତାଙ୍କୁ ଜୀବନରୁ ମାରିଦେବ ବୋଲି ଶ୍ରଦ୍ଧା ଆଶଙ୍କା କରି ୨୦୨୦ ମସିହା ନଭେମ୍ବର ୨୩ରେ ପୋଲିସ୍ରେ ଅଭିଯୋଗ କରିଥିଲେ।
କିଛି ମିଡିଆ ଉପରେ ବର୍ଷିଲେ ଅକ୍ଷୟ ପରିଜା
ଶ୍ରଦ୍ଧାଙ୍କ ମୃତ୍ୟୁ ପୂର୍ବର ଶେଷ ଚାଟ୍ ସାମ୍ନାକୁ ଆସିଛି। ଏହା ମେ’ ୧୮ ତାରିଖର ଅର୍ଥାତ୍ ଶ୍ରଦ୍ଧାଙ୍କ ମୃତ୍ୟୁର କିଛି ଘଣ୍ଟା ପୂର୍ବର ହୋଇଥିବା ଜଣାପଡ଼ିଛି।
ପ୍ରେମିକ ପାଇଁ ପର ହୋଇଗଲା ସିନ୍ଦୂର, ଆଉ ପର ହୋଇଗଲେ ଦୁଇ ଜନ୍ମକଲା ସନ୍ତାନ । ଅବୈଧ ସମ୍ପର୍କ ଧରାପଡ଼ିଯିବା ପରେ ସ୍ୱାମୀକୁ ମାରି ପକାଇଲା ସ୍ତ୍ରୀ ।
ଅର୍ଚ୍ଚନାଙ୍କ ଅନ୍ୟତମ ସହଯୋଗୀ ଶ୍ରଦ୍ଧାଞ୍ଜଳି ବେହେରା ଆଜି ଇଡିରେ ହାଜର ହୋଇଛନ୍ତି। ବିଭିନ୍ନ ଟ୍ରାଞ୍ଜାକ୍ସନ ଓ ବ୍ୟବସାୟ ନେଇ ତାଙ୍କୁ ପଚରାଉଚରା କରାଯାଉଛି।
ପ୍ରଥମେ ଏହା ଆତ୍ମହତ୍ୟା ବୋଲି କୁହାଯାଉଥିବା ବେଳେ ପରେ ଏହା ହତ୍ୟା ବୋଲି ଜଣାପଡ଼ିଥିଲା। ମିଳିଥିବା ସୂଚନା ଅନୁସାରେ, ହତ୍ୟାକାରୀ ଆଉ କେହି ନୁହଁନ୍ତି ବରଂ ଘରର ପୁଅ।
ପଡ଼ିଥିଲେ ଅର୍ଚ୍ଚନାର ନାଗଫାଶରେ । ଇଡ଼ି ଖୁଆଡ଼କୁ ଟଣାହେଲେ ବାବୁ ଭାୟା । ସମନ ପାଇଥିବା ୧୫ ଜଣିଆ ଟିମର ପ୍ରଥମ ପାଳିରେ ୨ ଜଣଙ୍କ ହାଜିରା । କୋଟିପତି ବିଜନେ୍ସମ୍ୟାନ୍ ଅମୀୟକାନ୍ତ ଦାସ ଏ.କେ.ଆସୋସିଏସଟ୍ସର ମାଲିକ ଆଜି ଇଡି ଜେରାର ସମ୍ମୁଖୀନ ହୋଇଛନ୍ତି । ପୂର୍ବରୁ ସମନ ପାଇଥିବା ଅମୀୟ ଆଜି ସକାଳ ପ୍ରାୟ ୯ଟାରେ ହାଜର ହୋଇଥିଲେ ଇଡି ଅଫିସରେ । କୁହାଯାଉଛି, ନାଗ-ଚାନ୍ଦ ଦମ୍ପତିଙ୍କୁ ଏହି ବ୍ୟବସାୟୀ ଦେଇଛନ୍ତି ୧୦ ଲକ୍ଷ ଟଙ୍କା
ବ୍ୟବସାୟୀ ଅମିୟକାନ୍ତଙ୍କୁ ୧୦ ଲକ୍ଷର ତଥ୍ୟ ମାଗିଲା ଇଡି । ପ୍ରହ୍ୟୁସର ଅକ୍ଷୟ ପରିଜା ବି ହାଜର । ତେଣେ ଇଡ଼ିକୁ ଓଡ଼ିଶା ପୋଲିସର ଅସହଯୋଗକୁ ନେଇ ଉଠିଲା ପ୍ରଶ୍ନ ।
ବ୍ଲାକମେଲିଂ, ହନିଟ୍ରାପ୍ ଓ ଅର୍ଥ କାରବାର ମାମଲାରେ ଇଡିରେ ହାଜର ହୋଇଛନ୍ତି ଫିଲ୍ମ ପ୍ରଯୋଜକ ଅକ୍ଷୟ ପରିଜା ।
୨୦୨୧-୨୨ ମଧ୍ୟରେ ଉଭୟଙ୍କ ଆକାଉଣ୍ଟକୁ ଅମୀୟକାନ୍ତ ୧୦ ଲକ୍ଷ କାହିଁକି ପଠାଇଥିଲେ ?
ପ୍ରେମରେ ବିଫଳ ହେବା ପରେ ଜଣେ ଯୁବକ ନିଜ ଦେହରେ ନିଆଁ ଲଗାଇବା ପରେ ଭଲ ପାଉଥିବା ଯୁବତୀଙ୍କୁ ଆଲିଙ୍ଗନ କରି ତାଙ୍କ ଦେହରେ ମଧ୍ୟ ନିଆଁ ଲଗାଇ ଦେଇଥିଲେ। ଫଳରେ ଉଭୟଙ୍କୁ ଗୁରୁତର ଅବସ୍ଥାରେ ହସ୍ପିଟାଲ୍ରେ ଭର୍ତ୍ତି କରାଯାଇଛି।
ଜଜ୍ଙ୍କ ସାମ୍ନାରେ ଅଫତାବ୍ ସତ ମାନିଥିଲା। ଅଫତାବ୍ କହିଥିଲା ଯେ, ଯାହା ବି କିଛି ସେ କରିଥିଲା, ତାହା HEAT OF THE MOMENT ଥିଲା।
ବିରୋଧୀ ଦଳ ନେତା ଜୟନାରାୟଣ ମିଶ୍ର ଆଜି ଗଣମାଧ୍ୟମକୁ ପ୍ରତିକ୍ରିୟା ଦେଇ ନାଗ-ଚାନ୍ଦ ଦମ୍ପତିିଙ୍କ ସହ ବ୍ୟୁରୋକ୍ରାଟ୍ ଲିଙ୍କ୍ କଥା ଉଠାଇଛନ୍ତି । କହିଛନ୍ତି, ବଡ଼ ବଡ଼ ନେତାଙ୍କ ସହ IAS ଏବଂ IPSଙ୍କ ନାଁ ମୁଁ ଜାଣିଛି । କିନ୍ତୁ କହି ହେବନି ।
ବିରୋଧୀ ଦଳ ନେତା ଜୟନାରାୟଣ ମିଶ୍ର ଆଜି ଗଣମାଧ୍ୟମକୁ ପ୍ରତିକ୍ରିୟା ଦେଇ ନାଗ-ଚାନ୍ଦ ଦମ୍ପତିିଙ୍କ ସହ ବ୍ୟୁରୋକ୍ରାଟ୍ ଲିଙ୍କ୍ କଥା ଉଠାଇଛନ୍ତି । କହିଛନ୍ତି, ବଡ଼ ବଡ଼ ନେତାଙ୍କ ସହ IAS ଏବଂ IPSଙ୍କ ନାଁ ମୁଁ ଜାଣିଛି । କିନ୍ତୁ କହି ହେବନି ।
କଟକରେ ବଟି ଆଦାୟ କରୁଛି କମିସନରେଟ ପୋଲିସ । ବାଲିଯାତ୍ରାରେ ଥିବା ବ୍ୟବସାୟୀଙ୍କ ଠାରୁ ଜୋର ଜବରଦସ୍ତ ବଟି ଆଦାୟ କରୁଛି କ୍ୟାଣ୍ଟନମେଣ୍ଟ ଥାନା ପୋଲିସ ।
ଆୟୁଷି ନିଜ ପିତା ନିତେଶ ଯାଦବଙ୍କୁ ନକହି ଘରୁ ବାହାରିକି ବୁଲିବାକୁ ଚାଲିଯାଇଥିଲେ ।
ହତ୍ୟାକୁ ଦୁର୍ଘଟଣାର ରୂପ ଦେବାକୁ ଷଡ଼ଯନ୍ତ୍ର । ତଥାପି ପୋଲିସ୍ ଆଖିରେ ଧୂଳି ଦେଇ ପାରିଲାନି ଅଭିଯୁକ୍ତ ।
ଏଭଳି ଘଟଣା ଯଦି ବାରମ୍ବାର ଘଟେ ତେବେ ଏହା ସମାଜ ପାଇଁ ଏକ ଅଶୁଭ ସଙ୍କେତ କହିଲେ ଭୁଲ ହେବ ନାହିଁ ।
ନାଗ-ଚାନ୍ଦ ଦମ୍ପତିଙ୍କ ସହ ପ୍ରଭାବଶାଳୀଙ୍କ ଭାବ-ପୀରତିର ଭଣ୍ଡାଫୋଡ୍ କରିବ ଏଣ୍ଡେଭର୍ । ଏହି କାର୍ ଖୋଲିବ ହନିଟ୍ରାପ୍ କୁଇନ୍ ଅର୍ଚ୍ଚନା ନାଗ୍ର କଳାଚିଠା ।