ଦେଶୀ ବିଦେଶୀ ଅନେକ ବ୍ରାଣ୍ଡର ମଦ ଜବତ କରିଛି ପୋଲିସ୍।
ଜଣେ ମହିଳା ବ୍ଲାକ୍ମେଲର୍ଙ୍କୁ କମିଶନରେଟ୍ ପୋଲିସ୍ ଗିରଫ କରିଥିବା ସୂଚନା ମିଳିଛି। ସମ୍ପୃକ୍ତ ମହିଳା ଜଣକ ନେତା ଓ ସିନେ ପ୍ରଯୋଜକଙ୍କୁ ବ୍ଲାକ୍ମେଲ୍ କରି ଟଙ୍କା ହଡ଼ପ କରୁଥିବା ସୂଚନା ମିଳିଛି।
ପ୍ରେମିକ ଦିନେଶ ନଆସିବା ଯାଏଁ ସେ ପାଣି ବି ଛୁଇଁବେନି ।
ବିଶ୍ୱାସଘାତକ ସାଜିଲା ଡ୍ରାଇଭର କାହ୍ନୁ କୁମାର ଚୌଧୁରୀ । ଯିଏ କି ମାଲିକର ବିଶ୍ୱାସରେ ବିଷ ଦେଇ ପିକଅପ୍ ଭ୍ୟାନକୁ ଚୋରି କରିବାକୁ କରିଥିଲା ଉଦ୍ୟମ ।
ମେସେଜ୍କୁ ଉଭୟଙ୍କ ମଧ୍ୟରେ ଆରମ୍ଭ ହେଲା ଚାଟିଂ। ଆଉ ଚାଟିଂ ଭିତରେ ଭିଡ଼ିଓ କଲ୍ ପାଇଁ ଆସିଲା ପ୍ରସ୍ତାବ। ଏତିକିରେ ରାଜି ହେବା କ୍ଷଣି ଉଲଗ୍ନ ଅବସ୍ଥାରେ ଥାଇ ସଂପୃକ୍ତ ଯୁବତୀ ଜଣକ ଭିଡ଼ିଓ କଲ୍ କରିଥିଲେ।
ଦାଶ ପରିବାରର କିଛି ସଦସ୍ୟ ପ୍ରଥମେ ପ୍ରଣବଙ୍କୁ ମାଡ ମାରିଥିଲେ । ଆଉ ମାଡ଼ ଭୟରେ ପ୍ରଣବ ଘରେ ପଶି ଯାଇଥିଲେ ।
ବିବାହ ପରେ ସ୍ୱାମୀ ଓ ସ୍ତ୍ରୀଙ୍କ ପାରିବାରିକ ସଂସାର ଠିକ୍ଠାକ୍ ଚାଲିଥିଲା । ସୁକାନ୍ତ ରାଜ୍ୟ ବାହାରେ କାମ କରୁଥିଲେ । ଆଉ ପରିବାର ବେଶ୍ ଭଲରେ ଚଳୁଥିଲା ।
ଅଭିଯୋଗ ଅନୁସାରେ ଇଣ୍ଟରଟେନଟରେ ଏସ୍କର୍ଟ ସର୍ଭିସର ବିଜ୍ଞାପନ ଦେଖି ଜଣେ ଯୁବକ ଏହି ସଂସ୍ଥାକୁ ଫୋନରେ ଯୋଗାଯୋଗ କରିଥିଲେ ।
ଯୁବକ ଜଣକ ହୋଟେଲରେ ପହଞ୍ଚିବା ବେଳକୁ ତାଙ୍କ ନାଁରେ କୌଣସି ରୁମ୍ ବୁକ୍ ହୋଇନାହିଁ କି ସୁନ୍ଦରୀ ଯୁବତୀଙ୍କ ଦେଖା ବି ନାହିଁ ।
ୟାସିର ଅହମ୍ମଦର ଡାଏରୀ ପଢ଼ିବା ପରେ ପୋଲିସ ବି ତାଜୁବ
ଲକ୍ଷାଧିକ ଟଙ୍କା ଠକେଇର ମାଷ୍ଟରମାଇଣ୍ଡ ସମେତ ୫ ଗିରଫ । ଗିରଫ ୫ ଜଣଙ୍କ ମଧ୍ୟରେ ଜଣେ ଯୁବତୀ ଥିବା ସୂଚନା ।
ଗାଡ଼ିକୁ ହଡପ ପାଇଁ ରଚିଥିଲେ ମିଛ ଡକାୟତି। ହେଲେ ପରିସ୍ଥିତି ଏମିତି ହେଲା ଯେ, ନିଜେ ହିଁ ସବୁକିଛି ସତ ମାନିଲେ।
ନିଜ ଇଚ୍ଛା ବିରୋଧରେ ଜବରଦସ୍ତି ଦାଦନ ଖଟେଇବାକୁ ନେଇଗଲେ । ମୂଲ ମାଗିବାରୁ କାଟିଦେଲେ ହାତ, ଗୋଡ଼। ଗଜପତି ଜିଲ୍ଲା ଅଡ଼ବା ଥାନା ଅନ୍ତର୍ଗତ କଲବା ଗାଁରୁ ଆସିଛି ଦାଦନ ନିର୍ଯାତନାର ଏଭଳି ବର୍ବର କାହାଣୀ ।
ଅସହାୟ ଅବସ୍ଥାରେ ୪ ଦିନ ଧରି ପଡ଼ି ରହିଲେ, ଓଟିଭିରୁ ଖବର ଦେଖି ହସ୍ପିଟାଲ୍ ନେଲା ପ୍ରଶାସନ
ନିଜ ପ୍ରେମକୁ ପାଇବା ପାଇଁ ପ୍ରେମିକ ସହ ମିଶି ରାସ୍ତାର କଣ୍ଟା ସାଜିଥିବା ପୁଅକୁ ସବୁଦିନ ପାଇଁ ରାସ୍ତାରୁ ହଟାଇବା ପାଇଁ ନିଷ୍ପତ୍ତି ନେଇଥିଲେ। ଶେଷରେ ବାତ୍ସଲ୍ୟ ମମତା ଭୁଲି ଯାଇ ମହିଳା ଜଣକ ପ୍ରେମିକ ସହ ମିଶି ୩ ବର୍ଷର ପୁଅକୁ ହତ୍ୟା କରିବାକୁ ପଛାଇଲେ ନାହିଁ।
ସୁନା ଚୋରା ଚାଲାଣର ପୁଣି ସେହି ସିକ୍ରେଟ୍ ଫଣ୍ଡା, ପୁଣି ସେହି ସିିକ୍ରେଟ ଚାମ୍ବର..ଟିକସ ଫାଙ୍କିବାର ଅଭିନବ ଫନ୍ଧିର ପୁଣି ଥରେ ଗୁମର ଖୋଲିଛି।
ଆଶ୍ଚର୍ଯ୍ୟର କଥା ହେଉଛି, ୨୦୨୦ ଡିସେମ୍ବର ୫ରେ ଏଭଳି ଚୋରାଚାଲାଣ କରି ଗୋଷାଣୀ ନୂଆଁଗାଁ ପୋଲିସ ହାତରେ ଧରାପଡ଼ିଥିଲା ଏହି ଗ୍ୟାଙ୍ଗ୍।
କମିଶନରେଟ ପୋଲିସର ନୋଟିସ ପରେ ଆଜି ଭୁବନେଶ୍ୱର ଡିସିପି ଅଫିସରେ ହାଜର ହୋଇଥିଲେ ସାମ୍ବାଦିକ ଅକ୍ଷୟ ନାୟକ । ଭାଇରାଲ ଅଡିଓକୁ ନେଇ ତାଙ୍କୁ ପଚରାଉଚରା କରାଯାଇଛି ।
ଗିରଫ ହେଲେ ବିଲ୍ଡର୍ ମନୋଜ ପଣ୍ଡା। ୨୦ କୋଟିରୁ ଅଧିକ ଟଙ୍କାର ଠକେଇ ମାମଲାରେ କ୍ରାଇବ୍ରାଞ୍ଚର ଅର୍ଥନୈତିକ ଅପରାଧ ଶାଖା ତାଙ୍କୁ ଗିରଫ କରିଛି।
ମୃତ୍ୟୁର କିଛି ଦିନ ଆଗରୁ ମୋବାଇଲ୍ରେ ବେଶ୍ ଖୁସି ମଉଜରେ କଥା ହୋଇଥିଲେ ଉଭୟେ ଭାଇ ଭଉଣୀ।
୩ ଗିରଫଙ୍କ ମଧ୍ୟରେ ଜଣେ ନାବାଳକ ଥିବା ସୂଚନା ମିଳିଛି ।
ସଇଁତଳା ଥାନାରେ ପୀଡ଼ିତ ଛାତ୍ରଙ୍କ ଅଭିଯୋଗ ପରେ ପୋଲିସର ଛାନ୍ଭିନ୍ । ଘଟଣାର ତଦନ୍ତ ପାଇଁ କମିଟି ଗଠନ କରାଯାଇଛି କହିଲେ କଲେଜ ଅଧ୍ୟକ୍ଷ ।
ବିଚ୍ ରାସ୍ତାରେ ପ୍ରେମିକାର ଭାଇକୁ ହାଣିଲା ପ୍ରେମିକ। ଛୁରାମାଡ଼ରେ ଯୁବକଙ୍କ ମୃତ୍ୟୁ ହୋଇଛି।
ଭାଇରାଲ୍ ଫଟୋ ସମ୍ପର୍କରେ ଅକ୍ଷୟ ପ୍ରତିକ୍ରିୟା ଦେବାକୁ ବି ଏଡ଼ାଇ ଯାଇଛନ୍ତି କିନ୍ତୁ ସୋସିଆଲ୍ ମିଡ଼ିଆରେ ଭାଇରାଲ୍ ଭିଡ଼ିଓରେ ଯେଉଁ ଯୁବତୀ ଅଭିଯୋଗ ଆଣିଛନ୍ତି।
ଓଲିଉଡ ପ୍ରଡ୍ୟୁସର ଅକ୍ଷୟ ପରିଜାଙ୍କ ଆପତ୍ତିଜନକ ଫଟୋ ଓ ଭିଡ଼ିଓ ଭାଇରାଲ୍। ନୟାପଲ୍ଲୀ ଥାନାର ଦ୍ୱାରସ୍ଥ ହେଲେ ପ୍ରଡ୍ୟୁସର ଅକ୍ଷୟ ପରିଜା। କାଷ୍ଟିଂକାଉଚ୍ ନା ବ୍ଲାକମେଲିଂ, ଫିଟୁନି ରହସ୍ୟ..