ନିଶା କାରବାରକୁ ବିରୋଧ କରିବାକୁ ନେଇ ଗତ ଶୁକ୍ରବାର ରାତିରେ ରାଜଧାନୀର ୟୁନିଟ୍-୮ ନାରାୟଣୀ ବସ୍ତି ଅଞ୍ଚଳରେ ଚନ୍ଦୁ ନାମକ ଯୁବକଙ୍କ ମୃତ୍ୟୁ ହୋଇଥିଲା। ଏହି ଘଟଣାରେ ସମ୍ପୃକ୍ତ ୨ ମୁଖ୍ୟ ଅଭିଯୁକ୍ତ ଲେଡି ଡ୍ରଗ୍ସ ମାଫିଆ ରଞ୍ଜୁ ନାୟକ ଓ ତାଙ୍କ ସହଯୋଗୀ କାହ୍ନା ଫେରାର ଥିବା ବେଳେ ଆଜି ଉଭୟଙ୍କୁ ଗିରଫ କରିଛି ପୋଲିସ୍।
୧୦ଲକ୍ଷ ନିଜ ଟଙ୍କା ଓ ଆଉ ୧୦ ଲକ୍ଷ ଧାର କରିଥିଲେ ବିନୋଦ
ବିଧାୟକଙ୍କୁ କିଏ ଓ କାହିଁକି ହତ୍ୟା ଧମକ ଦେଉଛି ?
ଏହି ବିପୁଳ ନୋଟ୍ ମିଳିଛି ବ୍ରହ୍ମପୁରରୁ କଟକ ଅଭିମୁଖେ ଏକ ଘରୋଇ ବସ୍ରେ ଯାଉଥିବା ଜଣେ ବ୍ୟକ୍ତିଙ୍କ ଠାରୁ। ତାଙ୍କ ଠାରୁ ଏହି ପୁଳା ପୁଳା ନୋଟ୍ ପୂରା ଫିଲ୍ମି ଷ୍ଟାଇଲ୍ରେ ମିଳିଛି।
କାରଣ ସମୁଦ୍ରର ଭୀମକାୟ ଢେଉ ମା଼ଡରେ ମେରାଇନ୍ ଡ୍ରାଇଭ୍ର ଇକୋ-ରିଟ୍ରିଟ୍ ସ୍ଥଳ ପାଖରେ ପ୍ରାୟ ୨୫୦ ମିଟର ପ୍ରାଚୀର ଧୋଇ ଯିବା ପରେ ଏବେ ସୃଷ୍ଟି ହୋଇଛି ଏଭଳି ଆଶଙ୍କା ।
ଥାନାରେ ଭଙ୍ଗାରୁଜା, ପୋଲିସ କର୍ମଚାରୀ ଲହୁଲୁହାଣ । ଗଂଜେଇ ଚାଲାଣ ମାମଲାରେ ଜଣଙ୍କୁ ଗିରଫ କରିଛି ପୋଲିସ ।
ବହୁ ଚର୍ଚ୍ଚିତ ଉତ୍ତରପ୍ରଦେଶ ହାଥରସ୍ ଗଣଦୁଷ୍କର୍ମ ମାମଲା ପରେ କପ୍ପନଙ୍କୁ ଗିରଫ କରାଯାଇଥିଲା ।
ଅଶ୍ୱଜିତଙ୍କ ଗିରଫକୁ ନେଇ ଯାଜପୁର ଜିଲ୍ଲା ବିଜେପି ପକ୍ଷରୁ ବିଜେଡିକୁ ଟାର୍ଗେଟ କରାଯାଇଛି । ତେବେ ଏନେଇ ବିଜେଡିର ପ୍ରତିକ୍ରିୟା ମିଳିପାରିନାହିଁ ।
ସଂପୃକ୍ତ ବ୍ୟକ୍ତି ବସ୍ରେ ବ୍ରହ୍ମପୁରରୁ କଟକ ଯାଉଥିଲା ବୋଲି ପୋଲିସ ଆଗରେ କହିଛି ।
ବୌଦ୍ଧ କଣ୍ଟାମାଳ ବ୍ଲକ ପ୍ରୋଜେକ୍ଟ କୋର୍ଡିନେଟର ଠାକୁର ବେହେରାଙ୍କ ସନ୍ଦେହଜନଙ୍କ ମୃତ୍ୟୁ ହୋଇଛି । ବ୍ଲକ କଲୋନୀ ସ୍ଥିତ ସରକାରୀ ବାସଭବନରୁ ତାଙ୍କର ଝୁଲନ୍ତା ମୃତଦେହ ଉଦ୍ଧାର କରାଯାଇଛି ।
୫ ଦିନର ଛୁଆକୁ ହତ୍ୟା କରିଥିବା ଅଭିଯୋଗ । ସଂପୃକ୍ତ ମହିଳାଙ୍କୁ ଗିରଫ କରି କୋର୍ଟ ଚାଲାଣ ।
ରାଉରକେଲା ସେକ୍ଟର-୧୭ ଅଂଚଳରେ ଚଢାଉ କରି ଏତେ ପରିମାଣର ନକଲି ନୋଟ୍ ଜବତ କରିଛି ପୋଲିସ ଓ ଏସଟିଏପ୍ ମିଳିତ ଟିମ୍। ବିଡା ବିଡା ପାଂଚ ଶହ ଟଙ୍କିଆ ନୋଟ୍। ଦୁଇ ଶହର ନୋଟ୍ ବି ଥାକ ମାରି ଥୁଆ ହୋଇଛି। ଜବତ ଟଙ୍କାର ଆନୁମାନିକ ମୂଲ୍ୟ ୧୬ ଲକ୍ଷ ୧୧ ହଜାର ହେବ।
କେତେ ପରିମାଣର ଜାଲ୍ ନୋଟ୍ ବଜାରକୁ ଯାଇଛି? କୁଆଡେ କୁଆଡେ ଯାଇଛି?
ମୋବାଇଲ୍ ଗେମିଂ ଫ୍ରଡର ତଦନ୍ତ ବେଳେ ମିଳିଲା ଟଙ୍କା
ଗତକାଲି ଉମରକୋଟ ସହର ୱାର୍ଡ ନଂ-୮ ଡଙ୍ଗରି ସାହିର ଜଣେ ଯୁବତୀଙ୍କ ମୃତଦେହକୁ ଏକତାଗୁଡ଼ା ଗ୍ରାମ ରାସ୍ତା ପାର୍ଶ୍ୱରେ ପ୍ରଶାସନର ସହଯୋଗରେ ପୋତାଯାଇଥିଲା।
ନକଲି ଔଷଧ ମାର୍କେଟକୁ ସପ୍ଲାଇ କରିଥିବା ନେଇ ଅଭିଯୋଗ କରିଯାଇଛି।
କଲେଜରେ ରାଗିଂ ପରେ ଆତ୍ମହତ୍ୟା ଉଦ୍ୟମ କରିଥିବା ଛାତ୍ରଙ୍କ ସମ୍ପର୍କୀୟ ଅଭିଯୋଗ କରିଛନ୍ତି। କଲେଜରୁ ଫେରିବା ପରେ ସମ୍ପୃକ୍ତ ଛାତ୍ର ବିଷ ପିଇ ଦେବାରୁ ଅଚେତ ହୋଇପଡ଼ିଥିଲେ।
ୟୁନିଟ୍-୮ର ଏକ ବସ୍ତି ଅଞ୍ଚଳରେ ଜଣଙ୍କୁ ପିଟିପିଟି ହତ୍ୟା । ସଂଘବଦ୍ଧ ହୋଇ କିଛି ଯୁବକ ଜଣଙ୍କୁ ପିଟିପିଟି ହତ୍ୟା କଲେ ।
ରାଜ୍ୟରେ ଉଦ୍ବେଗଜନକ ହାରରେ ବଢୁଛି ଆତ୍ମହତ୍ୟା ସଂଖ୍ୟା। କିଶୋରଠୁ ବୟସ୍କ କ୍ରମାଗତ ଭାବେ ଜୀବନ ହାରୁଛନ୍ତି । କିଏ ବ୍ୟବସ୍ଥା ବିରୋଧରେ ଲଢ଼େଇ କରି ନିରାଶ ହେବା ପରେ ତ ଆଉ କିଏ ବ୍ୟକ୍ତିଗତ କାରଣରୁ ଆତ୍ମହତ୍ୟା କରୁଛନ୍ତି । ଏସବୁ ଭିତରେ ଆଜି ଚର୍ଚ୍ଚାକୁ ଆସିଛନ୍ତି ବାଲେଶ୍ୱର ଜିଲ୍ଲାରେ ସଡ଼କ ଦୁର୍ଘଟଣାରେ ଗୋଡ଼ ଅଚଳ ହୋଇଯାଇଥିବା ଜଣେ ଦିବ୍ୟାଙ୍ଗ ଯୁବକ ।
ନ୍ୟାୟ ପାଇଁ ଦଶ ଦିନର ଛୁଆକୁ ଧରି ଭୁବନେଶ୍ୱର ଡିସିପିଙ୍କ ଦ୍ୱାରସ୍ଥ ହୋଇଛନ୍ତି ଆଲବମ ଅଭିନେତ୍ରୀ ଶ୍ୱେତା।
ବ୍ୟବସ୍ଥା ଆଗରେ ବୋଝ ହୋଇଯାଉଛି କି ଜୀବନ ? ମୃତ୍ୟୁ ଅପେକ୍ଷା ମହଙ୍ଗା ହୋଇଯାଉଛି କି ଜୀବନ ଧାରଣ ?
ବାଃ ବାଃରେ ରସିକିଆ ସ୍ୱାମୀ। ଜଣଙ୍କୁ ବାହା ହୋଇ ଗର୍ଭବତୀ କରିବା ପରେ ଏବେ ଆଉ ଜଣଙ୍କ ସହ ରଖିଛନ୍ତି ପ୍ରେମ ସମ୍ପର୍କ। ଖାଲି ସମ୍ପର୍କ ନୁହେଁ ବରଂ ତାଙ୍କ ସହ ଭିଡ଼ିଓ କରି ସୋସିଆଲ ମିଡ଼ିଆରେ କରୁଛନ୍ତି ପୋଷ୍ଟ। ଇନଷ୍ଟା ଭିଡ଼ିଓ ଦେଖିବା ପରେ ଥାନାରେ ଦ୍ୱାରସ୍ଥ ହେଲେ ପ୍ରଥମ ସ୍ତ୍ରୀ..ହେଲେ ଉଭୟ ସାମ୍ନାସାମ୍ନି ହେବା ପରେ..
ସଫା ହୋଇଗଲାଣି ରକ୍ତ ଚନ୍ଦନ ଜଙ୍ଗଲ। ନାଭିରେ ଯଡା ତେଲ ମାରି ଶୋଇଛି ଓଡ଼ିଶା ପୋଲିସ ଓ ବନବିଭାଗ। ସେପଟେ ଜଙ୍ଗଲ ଦସ୍ୟୁଙ୍କୁ ଧରି କାଠ ସିଜ୍ କରି କୋଟି କୋଟି ଟଙ୍କାର ରାଜସ୍ୱ ପାଉଛି ଆନ୍ଧ୍ର..ଆଉ ଜଳକା ହୋଇ ଚାହିଁ ରହିଛି ଓଡ଼ିଶା
ପ୍ରେମର ସ୍ୱୀକୃତି ପାଇଁ ଜଣେ ନାବାଳିକା ବିଷ ପିଇ ଆତ୍ମହତ୍ୟା କରିଥିବା ଅଭିଯୋଗ ହୋଇଛି। ବିଷ ପିଇ ଘର ଲୋକଙ୍କୁ ଡରାଇବାକୁ ଉଦ୍ୟମ କରି ନାବାଳିକାଙ୍କ ମୃତ୍ୟୁ ହୋଇଥିବା ଅଭିଯୋଗ ହୋଇଛି।