କଟକ ସ୍ୱତନ୍ତ୍ର ପକ୍ସୋ କୋର୍ଟର ଜଜ୍ ସୁବାସ କୁମାର ବିହାରୀଙ୍କ ମୃତ୍ୟୁକୁ ନେଇ ଏବେ ନାନା ପ୍ରଶ୍ନ ଛିଡ଼ା ହୋଇଛି । ଆଜି ମଧ୍ୟାହ୍ନରେ ବିଚାରପତିଙ୍କ ମୃତଦେହ ସିଡିଏ ସେକ୍ଟର-୯ ସ୍ଥିତ ସରକାରୀ କ୍ୱାଟର୍ରୁ ଝୁଲନ୍ତା ଅବସ୍ଥାରେ ମିଳିଛି ।
ଶୁଭଶ୍ରୀ ମୃତ୍ୟୁ ମାମଲାରୁ ହଟିଲା ପରଦା। ହତ୍ୟା ନୁହେଁ ଆତ୍ମହତ୍ୟା କରିଛନ୍ତି ଶୁଭଶ୍ରୀ। ଆଉ ଶୁଭଶ୍ରୀଙ୍କ ଜୀବନ ହାରିବା ପଛରେ ରହିଛି ତାଙ୍କ ବୟଫ୍ରେଣ୍ଡ ଚିତ୍ତରଂଜନ ଜେନାଙ୍କ ଭୂମିକା। ବୟଫ୍ରେଣ୍ଡଙ୍କ ପାଇଁ ଶୁଭଶ୍ରୀ ବାଧ୍ୟ ହେଲେ ଆତ୍ମହତ୍ୟା କରିବାକୁ।
କଟକ ସ୍ୱତନ୍ତ୍ର ପକ୍ସୋ କୋର୍ଟର ଜଜ୍ ସୁବାସ କୁମାର ବିହାରୀଙ୍କ ମୃତ୍ୟୁକୁ ନେଇ ଏବେ ନାନା ପ୍ରଶ୍ନ ଛିଡ଼ା ହୋଇଛି । ଆଜି ମଧ୍ୟାହ୍ନରେ ବିଚାରପତିଙ୍କ ମୃତଦେହ ସିଡିଏ ସେକ୍ଟର-୯ ସ୍ଥିତ ସରକାରୀ କ୍ୱାଟର୍ରୁ ଝୁଲନ୍ତା ଅବସ୍ଥାରେ ମିଳିଛି ।
ଶୁଭଶ୍ରୀ ଓ ଚିତ୍ତରଂଜନ ସ୍କୁଲ ବେଳର ସାଙ୍ଗ। ଉଭୟଙ୍କ ମଧ୍ୟରେ ଦୀର୍ଘଦିନ ଧରି ସମ୍ପର୍କ ଥିଲା।
ସିଡିଏ ସେକ୍ଟର-୯ ସ୍ଥିତ ସରକାରୀ ଘରେ ଆତ୍ମହତ୍ୟା କରିଥିବା ସୂଚନା ମିଳିଛି।
ହତ୍ୟା ନୁହେଁ ଏହା ଆତ୍ମହତ୍ୟା ବୋଲି ରିପୋର୍ଟରୁ ଅନୁମାନ କରାଯାଉଛି । ମୃତଦେହ ପ୍ରଥମେ ଝୁଲନ୍ତା ଅବସ୍ଥାରେ ଥିଲା । ଏହାକୁ କଢ଼ାଯାଇ ବେଡ୍ ଉପରେ ରଖାଯାଇଥିଲା ।
ପତ୍ନୀଙ୍କୁ ସାନିଟାଇଜର ଢାଳି ନିଆଁ ଲଗାଇ ସ୍ୱାମୀ ହତ୍ୟା ଉଦ୍ୟମ କରିଥିବା ଅଭିଯୋଗ ହୋଇଛି। ପୂର୍ବରୁ ମଧ୍ୟ ମାରିବା ପାଇଁ ଉଦ୍ୟମ କରିଥିଲେ।
ସାଇବର ପର୍ଣ୍ଣ ଓ ମର୍ଫିଂ ଚକ୍ରବ୍ୟୁହରେ ଓଡ଼ିଶାର ମହିଳା। ଭିଡିଓ ଓ ଫଟୋକୁ ମର୍ଫିଂ କରି ଶୋଷଣ କରୁଛନ୍ତି ସାଇବର ଠକ। ବଢୁଥିବା ମାମଲାରେ ଓଡ଼ିଶା ଦେଶରେ ପ୍ରଥମ। ସଚେତନତା ଅଭାବକୁ ଦାୟୀ କଲେ ବିଶେଷଜ୍ଞ
ରାଜଧାନୀର ଶାସ୍ତ୍ରୀନଗର ଅଞ୍ଚଳରେ ଘଟିଥିବା ଶୁଭଶ୍ରୀ ମର୍ଡର ମାମଲାରେ ଖାରବେଳନଗର ପୋଲିସ୍କୁ ବଡ଼ ସୁରାକ
ହତ୍ୟାର ଠିକ୍ ଅଧ ଘଣ୍ଟାଏ ପୂର୍ବରୁ ଶୁଭଶ୍ରୀ କରିଥିବା ଶେଷ କଲ୍ର ଅବଧି ଥିଲା ୨୭ ସେକେଣ୍ଡ । ଆଉ ତା ପରେ ହିଁ ଘଟିଥିଲା ହତ୍ୟାକାଣ୍ଡ ।
ବଢୁଥିବା ମାମଲାରେ ଓଡ଼ିଶା ଦେଶରେ ପ୍ରଥମ । ସଚେତନତା ଅଭାବକୁ ଦାୟୀ କଲେ ବିଶେଷଜ୍ଞ ।
ମୃତ୍ୟୁର ଅଧ ଘଣ୍ଟା ପୂର୍ବରୁ ଶୁଭଶ୍ରୀଙ୍କ ଫୋନ୍ ନମ୍ବରରୁ ସମ୍ପୃକ୍ତ ଯୁବକଙ୍କ ପାଖକୁ ଶେଷ କଲ୍ ଯାଇଥିଲା। ଏହି କଲ୍ର ଅବଧି ମାତ୍ର ୨୭ ସେକେଣ୍ଡ ଥିଲା।
ମେଡିକାଲ ହେଉ କି ଗାଁ ଦାଣ୍ଡ । ଆଖି ପିଛୁଳାକେ ଗାଏବ୍ ହେଉଯାଉଛନ୍ତି ଶିଶୁ । ଯାହାର ବହୁ ଚର୍ଚ୍ଚିତ ଉଦାହରଣ ଯାଜପୁରର କୁନି ଝିଅ ପିହୁ । ଆପଣ ଜାଣି ଆଶ୍ଚର୍ଯ୍ୟ ହେବେ, NCRB ତଥ୍ୟ କହୁଛି, ଗଲା ୬ ବର୍ଷରେ ରାଜ୍ୟରୁ ନିଖୋଜ ହେଲେଣି ୧୬ ହଜାର ୬ ଶହରୁ ଅଧିକ ଶିଶୁ । ତେବେ ସବୁଠୁ ବଡ଼ କଥା ହେଉଛି ପୂର୍ବର ସବୁ ରେକର୍ଡକୁ ଭାଙ୍ଗି ଗଲା ୨୦୨୧ରେ ରାଜ୍ୟରୁ ଗାଏବ୍ ହୋଇଛନ୍ତି ୪ ହଜାର ୧୩୩ ଶିଶୁ । ଅର୍ଥାତ୍ ଦିନକୁ ହଜୁଛନ୍ତି ପ୍ରାୟ ୧୧ ପିଲା ।
ରାଜ୍ୟରେ ଦିନକୁ ଗାଏବ୍ ହେଉଛନ୍ତି ୧୧ ଶିଶୁ, ବର୍ଷକରେ ଶିଶୁ ନିଖୋଜ ଘଟଣାରେ ୪୨% ବୃଦ୍ଧି ।
ଘରୁ ଭିତରୁ କେମିତି ମିଳିଲା ମୃତଦେହ ? ପୁଅକୁ ଟ୍ୟୁସନରେ ଛାଡିବା ପରେ ଘରେ କେମିତି ହେଲା ମୃତ୍ୟୁ ? କଣ ରହିଛି କାରଣ ?
ହେଲେ ଶେଷରେ ଗିରଫ ହେଲେ ।
୨ ଅଭିଯୁକ୍ତଙ୍କୁ ଗିରଫ କରି ଚାଲିଛି ତଦନ୍ତ
ଗଞ୍ଜାମ ଜିଲ୍ଲା ଗାଙ୍ଗପୁର ଥାନା ଦୁବୁଲୁଣ୍ଡା-ମରେଇପାଟ ଗାଁ ନିକଟ ଜଙ୍ଗଲରୁ ପ୍ରେମୀ ଯୁଗଳଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର।
ଗଳା ଚିପି ହତ୍ୟା ସନ୍ଦେହ, ପୋଲିସର ଖୋଳତାଡ଼ ଆରମ୍ଭ
୨ ତାରିଖ ଯାଏଁ ୧୪୪ ଧାରା ଜାରି କଲା ପ୍ରଶାସନ
ଜାତୀୟ କ୍ରାଇମ୍ ରେକର୍ଡସ ବ୍ୟୁରୋ-ଏନ୍ସିଆର୍ବିର କ୍ରାଇମ୍-ଇନ୍ ଇଣ୍ଡିଆ ରିପୋର୍ଟର ତଥ୍ୟ ଅନୁଯାୟୀ ରାଜ୍ୟରେ 2020 ତୁଳନାରେ 2021ରେ ମହିଳା ବିରୋଧୀ ଅପରାଧ ମାମଲା ପାଖାପାଖି ୨୩ ପ୍ରତିଶତ ବଢ଼ିଛି ।
ପିହୁର ସୂଚନାଦାତାଙ୍କୁ ୫ ଲକ୍ଷ ଦେବାକୁ ପୋଲିସର ଘୋଷଣା । ଗତ ୨୦୨୦ ଅଗଷ୍ଟ ୯ରୁ ନିଖୋଜ ହୋଇଯାଇଛି ପିହୁ ।
ମହିଳାଙ୍କ ପ୍ରତି ଅପରାଧରେ ୨୩% ବୃଦ୍ଧି, ଦେଶରେ ୩ ନମ୍ବର । ଆଇନ୍ଶୃଙ୍ଖଳା ସ୍ଥିତିକୁ ନେଇ ବର୍ଷିଲେ ବିରୋଧୀ ।
ଗାଡି ଖରାପ ହେବାରୁ ଟ୍ରକ୍ରେ ପଳାଇଥିଲେ ଯୁବକ ! ସତ କହୁଛନ୍ତି ତ ରଘୁରଞ୍ଜନ?
ଜଣେ ସିକ୍ୟୁରିଟି ଗାର୍ଡକୁ ମାରି କି ଲାଭ ପାଇଲେ ?