ବିଜେପି ନେତା କୁଳମଣି ବରାଳ ଓ ତାଙ୍କ ସହଯୋଗୀଙ୍କୁ ଗୁଳି କରି ହତ୍ୟା କରାଯାଇଥିଲା । ଏହି ଘଟଣାର କିଛି ଦିନ ପରେ ଘଟଣା ସହ ସମ୍ପୃକ୍ତ ମୁଖ୍ୟ ଅଭିଯୁକ୍ତର ମଧ୍ୟ ମୃତ୍ୟୁ ହୋଇଥିଲା ।
ଯୁବକର ଛୁରାମାଡ଼ରେ ୨ ଜଣ ଆହତ ହୋଇଥିବା ସୂଚନା
ପୁଣି ଲଭ୍, ସେକ୍ସ ଓ ଧୋକା। ପ୍ରଥମ ସ୍ତ୍ରୀ ଥାଇ ଦ୍ୱିତୀୟ ବିବାହ କଲେ। ଆଉ ବିବାହ ପରେ ଧରାଛୁଆଁ ଦେଲାନି। ଶେଷରେ ଠିକଣା ଖୋଜି ଖୋଜି ଆସି ପହଞ୍ଚିଲା ଦ୍ୱିତୀୟ ସ୍ତ୍ରୀ।
ବୋଲେରୋରେ କଫ ସିରଫ ବୋଝେଇ କରି ଚାରିଜଣ ନିଶା ବେପାରୀ ବେଆଇନ ଭାବେ ଚାଲାଣ କରୁଥିବା ଖବର ପାଇଥିଲା ବରଗଡ ପୋଲିସର ସ୍ପେସିଆଲ ଟିମ ପୋଲିସ ଟିମ ବୋଲେରୋକୁ ପଛପଟୁ ପିଛା କରିଥିଲା ।
ସାମାନ୍ୟ ଝଗଡ଼ା ପାଇଁ ବାପା ନେଇଗଲା ପୁଅର ଜୀବନ ।
ପୋଲିସ୍ ସାମ୍ନାରେ ଚୋରକୁ ନିର୍ଧୁମ ପିଟିଲେ ଲୋକେ। ଏକ ଲୁଗା ଦୋକାନକୁ ଜଣେ ଯୁବକ ଗ୍ରାହକ ହୋଇ ଡ୍ରେସ୍ ଦେଖିବାକୁ ଆସିଥିଲେ। ହେଲେ ମାଡ଼ ଖାଇ ଥାନାକୁ ଗଲେ।
ଶୁଟ୍ କରିଥିବା ଅଶ୍ଳୀଳ ଭିଡିଓ ଦେଖାଇ ସମ୍ପୃକ୍ତ ଯୁବକ, ଯୁବତୀଙ୍କୁ ବ୍ଲାକ୍ମେଲିଂ କରିବା କରିଥିଲେ ଅଭିଯୁକ୍ତ। ୫୦ ହଜାର ଟଙ୍କା ନଦେଲେ ଭିଡିଓ ଭାଇରାଲ୍ କରିଦେବାର ଧମକ ଦେଇଥିଲେ ଅଭିଯୁକ୍ତମାନେ।
ମହାବିଦ୍ୟାଳୟ ଜମା ଖାତାରୁ ଗାଏବ ହୋଇଗଲା ୭୦ ଲକ୍ଷରୁ ଅଧିକ ଟଙ୍କା। ବିଭିନ୍ନ ସମୟରେ ମହାବିଦ୍ୟାଳୟକୁ ଆସିଥିବା ସରକାରୀ ଅନୁଦାନ ଟଙ୍କା ବ୍ୟାଙ୍କରେ ଥିବା କଲେଜ ଆକାଉଣ୍ଟରେ ଜମା ହୋଇଥାଏ।
ନିଶା ପାଇଁ ନାଶ ହେଲା ସଂସାର । ପରିବା କଟା ଛୁରୀରେ ପରିବାରର ସର୍ବନାଶ କରିଦେଲା ନିଶାଡ଼ି । ସ୍ୱାମୀ ଆକ୍ରମଣରେ ପତ୍ନୀ ଆରପାରିରେ । ମରଣ ସହ ସଂଘର୍ଷ କରୁଛି ଝିଅ ।
ନିଶା କାରବାର ରୋକିବାକୁ ପୋଲିସ୍ର ଭୂମିକାକୁ ନେଇ ପ୍ରଶ୍ନ । ନିଶାରୁ କେମିତି ମିଳିବ ନିସ୍ତାର ବାଟ ବତାଇଲେ ବିଶେଷଜ୍ଞ ।
ଗଞ୍ଜାମ ଜିଲାରେ ଘଟୁଥିବା ଏସବୁ ହତ୍ୟାକାଣ୍ଡ ଏବେ ପୋଲିସର ନିଦ ହଜାଇ ଦେଇଛି । ଜିଲ୍ଲାବାସୀ ବି ଚିନ୍ତାରେ ।
ସେମାନଙ୍କ ପାଖରେ ଏତେ ପରିମାଣର ହୀରା ଆସିଲା କେଉଁଠୁ ? ସେନେଇ ପୋଲିସ ତଦନ୍ତ ଆରମ୍ଭ କରିଛି ।
ଗୁଗୁଲ୍କୁ ଚିଠି ଲେଖି ଅବଗତ କଲା କ୍ରାଇମବ୍ରାଞ୍ଚ EOW । ପ୍ଲେ ଷ୍ଟୋରରୁ ହଟାଇବାକୁ ଗୁଗୁଲକୁ ଚିଠି ।
ଘରେ ବେଡ୍ ଉପରେ ପଡ଼ି ରହିଛି କୁନି ଝିଅ ଖାତା ବହି । ହେଲେ ସେ କେବେ ଘରକୁ ଫେରିବ ଠିକ୍ ଠିକଣା ନାହିଁ । କ୍ଷଣିକ ରାଗରେ ଛାରଖାର ହୋଇ ଯାଇଛି ପୁରା ପରିବାର ।
ବିବାହର କିଛି ଦିନ ପରେ ମନୀଷା ଜାଣିବାକୁ ପାଇଥିଲେ ଯେ, ସ୍ୱାମୀ ସତ୍ୟମ ବାହାଲଙ୍କ ନାରୀଙ୍କ ପ୍ରତି ଦୁର୍ବଳତା ରହିଛି । ଅର୍ଥାତ୍ ସ୍ୱାମୀଙ୍କ ଚରିତ୍ର ପ୍ରତି ତାଙ୍କର ସନ୍ଦେହ ହୋଇଥିଲା । ତେଣୁ ସେ ଏକ ଉପାୟ ପାଞ୍ଚିଥିଲେ ।
କିଛି ଦିନ ମଧ୍ୟରେ ବାଲେଶ୍ୱରରେ ଦୁଇ ଦୁଇଟି ହତ୍ୟା ସହ ଛିନ୍ତାଇ, ଲୁଟ୍ ଓ ବାଇକ୍ ଚୋରି ଭଳି ଘଟଣା ଘଟିବାରେ ଲାଗିଛି। ଏଥିରେ ଜନସାଧାରଣ ଅତିଷ୍ଠ ହୋଇପଡିଥିବା ବେଳେ ପୋଲିସ ବିଭାଗ କିନ୍ତୁ ପୁରାପୁରି ନିରବଦ୍ରଷ୍ଟା ସାଜିଛି।
ଡିକିରେ ଟଙ୍କା ବ୍ୟାଗ୍ ରଖୁଥିବା ବେଳେ ଝାମ୍ପି ନେଲେ ୨ ଲୁଟେରା
ଭୁବନେଶ୍ୱର ଘାଟିକିଆରେ ସ୍ତ୍ରୀ ଓ ନିଜ ପିଲାଙ୍କୁ ହତ୍ୟା କଲା ସ୍ୱାମୀ...
ସିଦ୍ଧୁଙ୍କୁ ହତ୍ୟା କରିବା ପାଇଁ ବହୁ ଆଗରୁ କରାଯାଇଥିଲା ଷଡ଼ଯନ୍ତ୍ର।
ପିଲାଙ୍କ ମାନସିକସ୍ଥିତିକୁ ଅଣଦେଖା କରିବା ବିପଦଜନକ ହୋଇପାରେ।
ନୂଆ ଉପାୟରେ ଚୂନ ଲଗାଇଛନ୍ତି ସାଇବର ଠକ । ଭୁବନେଶ୍ୱରର ଏକ ପ୍ରତିଷ୍ଠିତ ମେଡିକାଲର ଫାର୍ମାସିଷ୍ଟଙ୍କଠାରୁ ଲକ୍ଷେ ଟଙ୍କା ଠକେଇ ହୋଇଛି ।
ମୋବାଇଲରେ ଗେମ ଖେଳିବାକୁ ମନା କରିବାରୁ ମା’ଙ୍କୁ ଗୁଳି କରି ହତ୍ୟା କରିଛି ନାବାଳକ ପୁଅ
ଶିକାରୀଙ୍କ ଗୁଳିରେ ଦନ୍ତା ଗୁରତର ହୋଇ ଜଙ୍ଗଲରେ ରହିଛି।
ଗଂଜାମ ଜିଲାରେ ଦିନକୁ ଦିନ ବଢ଼ିବାରେ ଲାଗିଛି ବାସନ୍ଦ ପ୍ରଥା । ସାମାନ୍ୟ ଭୁଲ କଲେ ଗାଁରୁ ତଡ଼ିପାର । ନଚେତ ନିଜ ଜାତିରୁ ବାସନ୍ଦ । ଗାଁ ମୁଖିଆ ଘୋଷଣା କରିଦେଲେ, ତାହା ବେଦର ଗାର ପାଲଟି ଯାଏ ।