ସପ୍ତାହକ ମଧ୍ୟରେ ଲୁଟି ନେଲେ ୨୫ ଲକ୍ଷ ଟଙ୍କା । ସାଇବରଥାନାରେ ଅଭିଯୋଗ ପରେ ତନାଘନା ।
ରାଜ୍ୟ ସରକାରଙ୍କ ଚାକିରି କ୍ଷେତ୍ରରେ ସଂରକ୍ଷଣ ବ୍ୟବସ୍ଥାରେ ମହିଳାଙ୍କ ସଂଖ୍ୟା ଅଧିକ ରହୁଥିବାରୁ ଦୁର୍ନୀତି ତାଲିକାରେ ସେମାନଙ୍କ ନାଁ ବି ଅଧିକ ରହୁଛି ।
ନାୟିକା ଜଣକ ପ୍ରଥମେ WhatsAppରେ ‘Hi’ ମେସେଜ କରିଥିଲେ। ଏହାପରେ WhatsAppରେ ନ୍ୟୁଡ୍ ଭିଡିଓ କଲ୍ କରି ସେ ଇଞ୍ଜିନିୟରଙ୍କୁ ଟ୍ରାପ୍ କରିଥିଲେ।
୧୨ ଲକ୍ଷର ମାଛକୁ ଦେଖି ଲୋଭ ସମ୍ଭାଳିପାରିଲା ନାହିଁ ଡ୍ରାଇଭର। ୧୨ ଲକ୍ଷ ବଦଳରେ ୭ ଲକ୍ଷରେ ମାଛ ବିକ୍ରି କଲା...ଜଙ୍ଗଲ ଭିତରକୁ ଗାଡ଼ି ପୂରାଇ ନିଆଁ ଲଗାଇ ଦେଲା। ମାଲିକଙ୍କୁ କହିଲା, ଦୁର୍ଘଟଣାରେ ଜିଳିଗଲା ଟ୍ରକ୍। ଏବେ ତଦନ୍ତରେ କିନ୍ତୁ ସବୁ ସତ ଓଗାଳି ଦେଲା ଡ୍ରାଇଭର।
ଜମି ବିବାଦ ପାଇଁ ମହିଳାଙ୍କ ସହ ଅମାନବୀୟ ତଥା ବର୍ବର ବ୍ୟବହାର
ଜୁନିୟର୍ଙ୍କ ଉପରେ ସିନୟରଙ୍କ ଅତ୍ୟାଚାର । ମାଡ଼ ମାରିବା ସହ ଅଶ୍ଳୀଳ ଭାଷାରେ ଗାଳିଗୁଲଜ କଲେ ।
୩ ରିକଭରି ସଂସ୍ଥାରୁ ଟଙ୍କା ଜବତ,ଚାଇନା ମାଷ୍ଟର ମାଇଣ୍ଡକୁ ଖୋଜୁଛି EOW
ଯାଜପୁର ଜିଲ୍ଲା ଦର୍ପଣ ତହସିଲ୍ ଅଧୀନ ବୈରୀ, ଶାଳପଡ଼ା, ସମିଆଁ ଆଦି ଅଞ୍ଚଳରେ ସବୁ ସୀମା ଟପିଛନ୍ତି ପଥର ମାଫିଆ
ପୋଲିସ୍ ପାଖକୁ ଯାଇ ପାରିବାରିକ ଅଶାନ୍ତି କଥା ଜଣାଇଥିଲେ । ହେଲେ ୮ ମାସ ପରେ ବି ହୋଇ ପାରିଲାନି ସମାଧାନ । ନ୍ୟାୟ ଦେଇପାରିଲାନି ପୋଲିସ । ଆଉ ଶେଷରେ ହତାଶ ହୋଇ ଚରମ ପଦକ୍ଷେପ ନେଇଛନ୍ତି ଗଞ୍ଜାମ ଗୋପାଳପୁର ଅଞ୍ଚଳର ଟୁକୁନି ଦାଶ ।
ଗୁରୁ କନସଲଟାଣ୍ଟସ ସଂସ୍ଥାର ୩ କୋଟି ୯୦ ଲକ୍ଷରୁ ଅଧିକ ଟଙ୍କାର ସମ୍ପତ୍ତି ଜବତ । ପ୍ରଭାତ କହିଲେ ଜମିଜମା ସଂପର୍କିତ ମାମଲା, କୋର୍ଟରେ ପ୍ରମାଣ କରିବି ।
ଆଖିବୁଜା ଲଦି ଚାଲିଥିଲେ ବିଧା ଗୋଇଠା।
୩ କୋଟି ୯୨ ଲକ୍ଷ ଟଙ୍କାର ସମ୍ପତ୍ତି ଆଟାଚ୍ କରିଛି ED।
ପାର୍ଥଙ୍କଠାରୁ କେତେ ଟଙ୍କା ହାତେଇଛନ୍ତି ଅର୍ପିତା ମୁଖାର୍ଜୀ
ଆଶାକର୍ମୀଙ୍କ କଥାକୁ ଭୃକ୍ଷେପ ନକରି ଘରୋଇ ଚିକିତ୍ସା କରିବାକୁ ପରିବାର ଲୋକେ ନିଷ୍ପତ୍ତି ନେଇଥିଲେ।
ଖବର ସେତେବେଳେ ଲୋକଲୋଚନକୁ ଆସିଲା, ଯେତେବେଳେ ଅନୁଙ୍କ ଦୁଇ ଝିଅ ଲତିକା ଏବଂ ତନୟା ନିଜ ଆଈଙ୍କ ପାଖରେ ରହିବାକୁ ଲାଗିଲେ ଏବଂ ମୁଖ୍ୟମନ୍ତ୍ରୀ ଅଖିଳେଶ ଯାଦବଙ୍କୁ ରକ୍ତରେ ଏକ ଚିଠି ଲେଖିଲେ ।
ଡାଇମଣ୍ଡ ସିଟି ଫ୍ଲାଟରୁ ଅର୍ପିତାଙ୍କୁ ଗିରଫ କରାଯିବା ପରଠାରୁ ଏହି କାର ସବୁ ଉଭାନ୍ ହୋଇଯାଇଛି । ଏବେ ସିସିଟିଭି ଫୁଟେଜ ଆଧାରରେ କାରଗୁଡ଼ିକୁ ଖୋଜିବା ପାଇଁ ଉଦ୍ୟମ ଚାଲିଛି ।
ଭୁଲ କ୍ୟାନସର ରିପୋର୍ଟ ପାଇଁ ଅଙ୍ଗ ହରାଇଲେ ରୋଗୀ
ଅଭିନେତ୍ରୀଙ୍କ ଘରେ ଥିଲା ଟଙ୍କା, ହେଲେ ତାଙ୍କୁ ଜଣାନଥିଲା କେମିତି ?
ଅର୍ପିତା ମୁଖାର୍ଜୀଙ୍କର ବେଲଘରିଆରେ ଥିବା ଦ୍ୱିତୀୟ ଆପାର୍ଟମେଣ୍ଟରୁ ମିଳିଛି ଏଭଳି ଆଖି ଟେରା କରିଦେଲା ଭଳି କୁବେର ଭଣ୍ଡାର।
ବେଙ୍ଗଲ ମନ୍ତ୍ରୀ ପାର୍ଥ ଚାଟାର୍ଜୀଙ୍କ ଘନିଷ୍ଠ ସହଯୋଗୀ ତଥା ଅଭିନେତ୍ରୀ ଅର୍ପିତା ମୁଖାର୍ଜୀଙ୍କ ଘରୁ ପୁଣି ୧୫ କୋଟି ଟଙ୍କା ଜବତ ହୋଇଛି। ଆଜି ଇଡିର ଅଧିକାରୀମାନେ ବେଲଘରିଆ ଟାଉନ କ୍ଲବରେ ଥିବା ଅର୍ପିତାଙ୍କ ଘରେ ରେଡ୍ କରି ଏତେ ପରିମାଣର ନଗଦ ଟଙ୍କା ଜବତ କରିଛନ୍ତି। ଏଥିସହ ତାଙ୍କ ଘରୁ ୩ କେଜି ଓଜନର ସୁନା ଅଳଙ୍କାର ମିଳିଛି।
ହାଇକୋର୍ଟରେ ବାବୁସାନ ଆଗୁଆ ଜାମିନ ଆବେଦନ କରିଛନ୍ତି।
ବାନ୍ତି କରିବା ଆଳରେ କନଷ୍ଟେବଲ୍କୁ ଚକ୍ମା ଦେଖାଇ ଥାନାରୁ ଚମ୍ପଟ ମାରିଲା ଅଭିଯୁକ୍ତ। ନାବାଳକଙ୍କୁ ହତ୍ୟା ଅଭିଯୋଗରେ କୋରାପୁଟ ସଦର ଥାନାରେ ପର୍ଶୁରାମ ପରଜାଙ୍କୁ ପୋଲିସ୍ ଅଟକ ରଖିଥିଲା।
ଲାଞ୍ଚ ନେବା ବେଳେ ଜିଲ୍ଲା ଶିକ୍ଷା ଅଧିକାରୀଙ୍କୁ ଧରିଲା ଭିଜିଲାନ୍ସ
ଅର୍ପିତାଙ୍କ ଘରୁ ମିଳିଥିବା ଏକ ବ୍ଲାକ୍ ଡାଏରୀକୁ ନେଇ ବଢ଼ିଛି ଛନକା
ପ୍ରେମ ବିବାହ କରିଥିବା ଝିଅଜ୍ୱାଇଁଙ୍କୁ ମୃତ୍ୟୁଦଣ୍ଡ ଦେଲା ବାପା ।