ପ୍ରେମ ବିବାହ କରିଥିବା ଝିଅଜ୍ୱାଇଁଙ୍କୁ ମୃତ୍ୟୁଦଣ୍ଡ ଦେଲା ବାପା ।
ଓଡ଼ିଆ ଫିଲ୍ମ ସହ କେତୋଟି ବେଙ୍ଗଲୀ ଫିଲ୍ମରେ କାମ କରିଛନ୍ତି, ଶିକ୍ଷକ ନିଯୁକ୍ତି ସ୍କାମରେ ଇଡି ଦ୍ୱାରା ଗିରଫ ପରେ ଚାଲିଛି ଗସିପ୍
ସେହି ଡାଏରୀ ଭିତରେ ଲୁଚିରହିଛି ଅନେକ ରହସ୍ୟ।
କଟକ ଓଡ଼ିଆ ବଜାରରେ ମହିଳାଙ୍କୁ ହତ୍ୟା ଘଟଣାର ପର୍ଦ୍ଦାଫାସ କରିଛି କମିଶନରେଟ ପୋଲିସ। ଏହି ଘଟଣାରେ ୨ ଜଣ ଗିରଫ ହୋଇଛନ୍ତି।
ଝିଅକୁ ହତ୍ୟା କରି ଆତ୍ମହତ୍ୟା ରୂପ ଦେବାକୁ ଯୋଜନା କରିଥିଲେ ବାପା। ହେଲେ ତାଙ୍କର ସବୁ ଚେଷ୍ଟା ଶେଷରେ ଫସର ଫାଟି ଯାଇଥିଲା। ଆଉ ପୋଲିସ୍ ହାତରେ ଧରାପଡ଼ି ଯାଇଥିଲେ।
ଚିତ୍କାର ଶୁଣି ଦୟାନିଧିର ପତ୍ନୀ ପାଇଖାନା କବାଟ ଖୋଲିଥିଲେ। ସେତେବେଳକୁ ଜୀବନ୍ତ ଦଗ୍ଧ ହୋଇଯାଇଥିଲେ ୧୪ ବର୍ଷର ଜ୍ୟୋତ୍ସ୍ନା।
ସାମାନ୍ୟ ବଚସାରୁ ଠେଙ୍ଗାରେ ପିଟି ନୃଶଂସ ହତ୍ୟା ଅଭିଯୋଗ
ବନ୍ଦ କୋଠରୀ ଭିତରେ ଏତେ ପରିମାଣର ଟଙ୍କା ଦେଖି ତାଜୁବ୍ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ(ED) । ଟିମ୍ କୋଟିଏ କି ଦୁଇ କୋଟି ନୁହଁ, ନଗଦ ୨୧ କୋଟି । ପଶ୍ଚିମବଙ୍ଗର ବହୁ ଚର୍ଚ୍ଚିତ ସ୍କୁଲ ସର୍ଭିସ କମିଶନ SSC ଦୁର୍ନୀତି ଲିଙ୍କ୍ରେ ରାଜ୍ୟର ବରିଷ୍ଠ ମନ୍ତ୍ରୀ ପାର୍ଥ ଚାଟାର୍ଜୀଙ୍କ ଘନିଷ୍ଠ ସମ୍ପର୍କୀୟ ଅର୍ପିତା ମୁଖାର୍ଜୀଙ୍କ ଘରୁ ଜବତ ହୋଇଛି ୨୧ କୋଟି ଟଙ୍କା ।
ଆଜିର ଘଟଣାକୁ ନେଇ ଏତଲାରେ ଅବଗତ କରିଛନ୍ତି ତୃପ୍ତି ।
ଏହି ଘଟଣାରେ ପତ୍ନୀଙ୍କ ପ୍ରାଣବାୟୁ ଉଡ଼ିଯାଇଥିବା ବେଳେ ସ୍ୱାମୀ କିନ୍ତୁ ଗୋଡ଼ ହାତ ଭାଙ୍ଗି ଏବେ ମେଡିକାଲରେ ଚିକିତ୍ସିତ ହେଉଛନ୍ତି ।
ଚଢ଼ଉରେ ଅର୍ପିତା ମୁଖାର୍ଜୀଙ୍କ ଘରୁ ବାହାରିଲା ଏତେ ପରିମାଣର ଟଙ୍କା । ଏହି ଘଟଣା ପରେ ଏବେ ସମସ୍ତଙ୍କ ମୁହଁରେ ଗୋଟିଏ ପ୍ରଶ୍ନ । କିଏ ଅର୍ପିତା ?
ହ୍ୱାଟ୍ସଆପ୍ ଗ୍ରୁପରେ ଆଡ୍ ହେବା ପୂର୍ବରୁ ରୁହନ୍ତୁ ସତର୍କ। କାରଣ ଏଇ ସବୁ ଗ୍ରୁପରେ କ୍ଲିକ କଲେ ଆପଣଙ୍କର ଚୋରିହୋଇପାରେ କଂଟାକ୍ଟ ଲିଷ୍ଟ...ଭାଇରାଲ ହୋଇପାରେ ନ୍ୟୁଡ୍ ଫଟୋ
ଦାଦନ ଖଟିବାକୁ ଯାଉଥିବା ବେଳେ ଧରିଲା ପୋଲିସ । ପିଲାମାନଙ୍କୁ ଉଦ୍ଧାର ପରେ ପରିବାର ଲୋକଙ୍କୁ ହସ୍ତାନ୍ତର ।
ଟିଏମସି ମନ୍ତ୍ରୀଙ୍କ ସମ୍ପର୍କୀୟଙ୍କ ଘରୁ ବାହାରିଲା ଏଭଳି ଗଦାଗଦା ଟଙ୍କା । ଟିଏମସି ମନ୍ତ୍ରୀ ପାର୍ଥ ଚାଟାର୍ଜୀଙ୍କ ସମ୍ପର୍କୀୟ ଅର୍ପିତା ମୁଖାର୍ଜୀଙ୍କ ଘରୁ ପ୍ରାୟ ୨୦ କୋଟି ଟଙ୍କା ଜବତ କରିଛି ଇଡି ।
କ୍ରୋଧର ବହ୍ନିରେ ଜଳୁଥିଲେ ୮୫ ବର୍ଷିୟ ବାପା ପାଦୁକ ସାହୁ । ସେ ଏକ ପ୍ରକାର ପ୍ରତିଶୋଧ ପରାୟଣ ହୋଇଉଠିଥିଲେ ।
ପୁଣି କ୍ୟାମେରା ସାମ୍ନାରେ ଧରା ପଡ଼ିଗଲା ସତ । ଏମଡିଏମ ଚାଉଳ ବାଟମାରଣାର ବାସ୍ତବ ଚିତ୍ର । ଗଞ୍ଜାମ ଜିଲ୍ଲା ପାଳିବନ୍ଧ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ସ୍କୁଲକୁ ଆସୁଥିବା ଚାଉଳରେ ହେରେଫେର ହେଉଥିବା ଖବର ପ୍ରଚାରିତ ହେବା ପରେ ଓଜନ ମେସିନ ମଗାଇ ସତ୍ୟତା ପରଖିଥିଲେ ସ୍କୁଲ କତ୍ତୃପକ୍ଷ ।
ରାସ୍ତା ସମସ୍ୟାର ସମାଧାନ ଏମାନଙ୍କ ଅସଲ ଉଦ୍ଦେଶ୍ୟ ନୁହେଁ ବରଂ ତରଙ୍ଗ ଷ୍ଟୁଡିଓରୁ ଠିକାଦାରୀ କାମରୁ ଅନ୍ତର ହିଁ ମେଳିର ମୁଖ୍ୟ କାରଣ।
ଥାନାରେ ସମାଧାନ ହେବାପରେ ଉଭୟ ପୁଣି ଏକାଠି ରହିଥିଲେ। କିନ୍ତୁ ଏ ସମ୍ପର୍କ ବେଶୀ ଦିନ ତିଷ୍ଠିଲାନି..
ରାଜଧାନୀର ଓଟିଡିସି ରେଷ୍ଟୁରାଂଟ୍ ନିମନ୍ତ୍ରଣର ମ୍ୟାନେଜର ଓ ଆସିଷ୍ଟାଣ୍ଟ ମ୍ୟାନେଜର ମିଶି ଚଳୁକରିଦେଲେ ସାଢେ ୧୭ ଲକ୍ଷ ଟଙ୍କା...
ପେଟ ଭିତରେ ଛୋଟ ଛୋଟ କ୍ୟାପ୍ସୁଲ୍ ଦ୍ୱାରା ହେରୋଇନ୍ ଗୁଡ଼ିକ ପ୍ୟାକ୍ ହୋଇ ରହିଥିଲା ।
ପେସା ଡାକ୍ତର, କିନ୍ତୁ ନିଶା ରିଲ୍ସ । ସରକାରୀ ମେଡିକାଲରେ ଚାକିରି କରିଛନ୍ତି । ଦରମା ଟଙ୍କାରେ ପେଟ ପୂରୁନଥିଲା ଯେ, ଦସ୍ତଖତ ଟିକିଏ କରିବା ପାଇଁ ୧୧ ହଜାର ମାଗୁଥିଲେ। ଭିଜିଲାନ୍ସ ହାତରେ ଧରାପଡ଼ି ଏବେ ଗିରଫ ହେଲେ। କିନ୍ତୁ ବାବୁଙ୍କ ରିଲ୍ସ ଦେଖି ଆପଣ ହୋଇଯିବେ କାବା । କଳା ଚଷମା ସାଙ୍ଗକୁ ଟାଇଟ୍ ଜିନ୍ସରେ କରୁଛନ୍ତି ରିଲ୍ସ ଭିଡିଓ ।
ପୁଅକୁ ମାରିଦେଲା ଜହ୍ଲାଦ ବାପା ।
ପେସା ଡାକ୍ତର, କିନ୍ତୁ ନିଶା ରିଲ୍ସ। ସରକାରୀ ମେଡିକାଲରେ ଚାକିରି କରିଛନ୍ତି...ଦରମା ଟଙ୍କାରେ ପେଟ ପୂରୁନଥିଲା ଯେ, ଦସ୍ତଖତ ଟିକିଏ କରିବା ପାଇଁ ୧୧ ହଜାର ମାଗୁଥିଲେ। ଭିଜିଲାନ୍ସ ହାତରେ ଧରାପଡ଼ି ଏବେ ଗିରଫ ହେଲେ। କିନ୍ତୁ ବାବୁଙ୍କ ରିଲ୍ସ ଦେଖି ଆପଣ ହୋଇଯିବେ କାବା। କଳା ଚଷମା ସାଙ୍ଗକୁ ଟାଇଟ୍ ଜିନ୍ସ...ପୂରା ହିରୋ ଷ୍ଟାଇଲରେ କରନ୍ତି ରିଲ୍। ଦେଖନ୍ତୁ ଏଇ ଭିଡ଼ିଓକୁ...
୬ ମାସରେ ୧୭ ଲକ୍ଷ ୫୦ ହଜାର ଟଙ୍କା ଆତ୍ମସାତ କରିଥିବା ଅଭିଯୋଗ ହୋଇଛି।
ବ୍ରହ୍ମପୁରର ଜଣେ ଯୁବତୀଙ୍କୁ ସ୍ୱାମୀ ମୁକୁନ୍ଦାନନ୍ଦ ବନ୍ଦୀ କରି ରଖିଥିବା ଅଭିଯୋଗ ହୋଇଛି। ବାବାଙ୍କ ଆଶ୍ରମକୁ ଗଲେ, ସେମାନେ ଝିଅ ସହ ଭେଟିବାକୁ ଦେଉନଥିବା ପରିବାର ଲୋକ ଅଭିଯୋଗ କରିଛନ୍ତି।