କୋଲକାତା ଲଜ୍ଜା । ଆର୍ .ଜି କର ମେଡିକାଲ କଲେଜର ପୂର୍ବତନ ଅଧ୍ୟକ୍ଷ ସନ୍ଦୀପ ଘୋଷଙ୍କ ନାଁରେ CBI ପକ୍ଷରୁ ଏତଲା ।
ସବୁଠାରୁ ବଡ଼ କଥା ହେଉଛି ଏହି ଦେଶୀ ମଦ କାରଖାନାରେ ରେଡ୍ ବେଳେ ଘର ଭିତରୁ ମିଳିଥିଲା ସିକ୍ରେଟ ଚାମ୍ବର । ଘର କାନ୍ଥ ଖୋଳି ଅଣ୍ଡରଗ୍ରାଉଣ୍ଡ କରାଯାଇଥିଲା । ଆଉ ତା’ ଭିତରେ ଚାଲିଥିଲା ଦେଶୀ ମଦ କାରବାର ।
ଆସାମ ଢିଙ୍ଗ ଅଞ୍ଚଳରେ ନାବାଳିକା ଗଣଦୁଷ୍କର୍ମ ମାମଲାରେ ରାଜନୀତି ଜୋର୍ ଧରିଛି। ଏହାରି ଭିତରେ ମୁଖ୍ୟ ଅଭିଯୁକ୍ତ କୁହାଯାଉଥିବା ତାପଜୁଲ ଇସ୍ଲାମର ମୃତ୍ୟୁ ହୋଇଥିବା ଜଣାପଡିଛି।
ସମ୍ବଲପୁର ଚାଉଁରପୁର ବ୍ରିଜରୁ ମହାନଦୀକୁ ଡେଇଁ ପଡିଥିବା ସୂଚନା। ଛାତ୍ରୀଜଣକ ହାଇସ୍କୁଲରେ ପଢୁଥିବା ସୂଚନା ମିଳିଛି।
ସଞ୍ଜୟ ରାୟ... ଚେହେରା ସିନା ମଣିଷ... ହେଲେ ୟାର ପ୍ରକୃତି ରାକ୍ଷସ । ଏ ନର ପିଶାଚର ଗୁମର ଏବେ ଧୀରେ ଧୀରେ ସିବିଆଇ ଖୋଲିବାରେ ଲାଗିଛି ।
ଦିନ ଯେତେ ଗଡୁଛି ପ୍ରତିବାଦ ସେତେ ବଢୁଛି । ନ୍ୟାୟ ଦାବିରେ କି ଦିନ କି ରାତି ପ୍ରତିବାଦ ଦିନକୁ ଦିନ ବ୍ୟାପକ ହେଉଛି । କୋଲକାତା ଆରଜି କର ମେଡିକାଲ କାଣ୍ଡର ଅଭିଯୁକ୍ତକୁ କଠୋରରୁ କଠୋର ଶାସ୍ତି ଏବଂ ପୀଡିତାଙ୍କୁ ନ୍ୟାୟ ଦାବିରେ କୋଲକାତା ରାଜରାସ୍ତାରେ ଅଭୟା ପାଇଁ ନ୍ୟାୟ ଯାତ୍ରା କରାଯାଇଛି ।
କୋଲକାତା ମେଡିକାଲ କଲେଜ ଜଘନ୍ୟ ହତ୍ୟାକାଣ୍ଡର ଅଭିଯୁକ୍ତ ସଞ୍ଜୟ ବିଷୟରେ ମିଳିଲା ଚାଞ୍ଚଲ୍ୟକର ତଥ୍ୟ । ସେ ଥିଲା ପଶୁ ପ୍ରବୃତ୍ତିର ବ୍ୟକ୍ତି ଓ ପର୍ଣ୍ଣ ଭିଡିଓ ଦେଖିବାରେ ଥିଲା ଅଭ୍ୟସ୍ତ ।
ସଫ୍ଟୱେର କମ୍ପାନୀ କରି ସ୍ମାର୍ଟ ସୁଇଚ ସହାୟତାରେ ସେ କିଭଳି ଚଳାଇଥିଲା ଆତଙ୍କୀ କାରବାର, ତା ଉପରେ ଖୋଳତାଡ଼ କରିବ ପୋଲିସ ।
ଆୟ ବହିର୍ଭୁତ ଅସତ୍ ଅର୍ଜନ ଅଭିଯୋଗରେ ଭିଜିଲାନ୍ସ ଜାଲରେ ପଡ଼ିଛନ୍ତି ବନ ବିଭାଗ ଅଧିକାରୀ-ଢେଙ୍କାନାଳର ରେଞ୍ଜ ଅଫିସର ବିଭୁଦାନନ୍ଦ ମିଶ୍ର।
ରେଡ୍ ବେଳେ ଢେଙ୍କାନାଳ ସଦର ରେଞ୍ଜର ବିଭୁଦାନନ୍ଦ ମିଶ୍ରଙ୍କ ବିପୁଳ ସଂପତ୍ତି ଦେଖି ତାଜୁବ ଭିଜିଲାନ୍ସ ।
ଅଭିଯୁକ୍ତ ସଞ୍ଜୟର ପରିବାର ବି ଛାରଖାର । ଦୋଷୀକୁ ଫାଶି ଦେବାକୁ ଦାବି କଲେ ସୋନାଗାଛି ଦେହଜୀବୀ ।
ବାଂଲାଦେଶରେ ରିମୋଟ୍, ଭୁବନେଶ୍ୱର ଓ ରାଞ୍ଚିରେ କଣ୍ଟ୍ରୋଲ । ସ୍ମାର୍ଟ ସୁଇଚ ଧରି ସିମ୍ ବକ୍ସ ଚଳାଉଥିଲା ଅସାଦ୍ଦୁର । NIA ସହ CBI ଓ ଇଣ୍ଟରପୋଲ କରିବ ତଦନ୍ତ ।
ବେଆଇନ ଭାବରେ କାଠ ମାଫିଆ ମାନେ ନିକଟରେ ଥିବା ଜଙ୍ଗଲ କାଟି ସଫା କରିଦେଉଛନ୍ତି । ଆଉ ବନବିଭାଗ କାଠ ମାଫିଆମାନଙ୍କୁ ସୁରକ୍ଷା ଯୋଗାଉଥିବା ଅଭିଯୋଗ କରିଛନ୍ତି ସ୍ଥାନୀୟ ଲୋକେ ।
ରେଞ୍ଜର ବିଭୁଦାନନ୍ଦ ମିଶ୍ରଙ୍କ ଘର ସମେତ ୮ଟି ସ୍ଥାନରେ ରେଡ୍ କରୁଛି ଭିଜିଲାନ୍ସ । ଆୟ ବହିର୍ଭୂତ ସଂପତ୍ତି ଠୁଳ ଅଭିଯୋଗରେ ଏହି ଚଢାଉ ଚାଲିଛି।
କୋଲକାତା ଯାଇ ଗ୍ରାଉଣ୍ଡରୁ ଆକ୍ରୋଶ ପରଖିଲା ଓଟିଭି । ଲାଗିଲା ଅଭିଯୁକ୍ତ ସଂଜୟ ସୈତାନୀକାଣ୍ଡର ବହୁ ଗୁରୁତ୍ବପୂର୍ଣ୍ଣ ତଥ୍ୟ ।
ପୂର୍ବତନ ଅଧ୍ୟକ୍ଷ ସନ୍ଦୀପ ଘୋଷଙ୍କୁ ଘାଣ୍ଟୁଛି ସିବିଆଇ । ସନ୍ଦୀପଙ୍କ ବିରୋଧରେ ସାଂଘାତିକ ଅଭିଯୋଗ । ଅଭିଯୋଗ ଆଣିଲେ ସନ୍ଦୀପଙ୍କ ପୂର୍ବତନ ସହଯୋଗୀ ।
ଅବକାରୀ ବିଭାଗର ଅତିରିକ୍ତ କମିଶନରଙ୍କ କହିବା କଥା, ବେଆଇନ ମଦ କାରବାର ଅଭିଯୋଗରେ ସୁରେନ୍ଦ୍ର ପୂର୍ବରୁ ବି ଜେଲ୍ ଯାଇଛି। ଜେଲରୁ ମୁକୁଳି ପୁଣି ଚଳାଇଥିଲା ମଦ ବେପାର।
ଅମ୍ବରନାଥରେ ଭୟଙ୍କର ଦୃଶ୍ୟ । କାର୍କୁ ପିଟିଲା କାର୍ । ତଥାପି ମନ ବୁଝିଲାନି ଯେ, ପଛକୁ ଫେରି ପୁଣି ଥରେ ଠେଲି ନେଲା । ଯାହାର ଭିଡିଓ ବର୍ତ୍ତମାନ ଭାଇରାଲ ହେଉଛି ।
ଆଲୋକ ଦୁର୍ନୀତି ମାମଲାରେ ଇଡି ଓ ସିବିଆଇର ସ୍କାନରରେ ଥିଲେ। ତେବେ ଗିରଫ ଭୟରେ ସେ ଆତ୍ମହତ୍ୟା କରିଥିବା ସନ୍ଦେହ କରାଯାଉଛି।
ମହାରାଷ୍ଟ୍ରରେ ପୁଣି ଲଜ୍ଜା । ଗୁରୁ ଶିଷ୍ୟ ସମ୍ପର୍କରେ କଳଙ୍କ । ଛାତ୍ରୀଙ୍କୁ ଯୌନ ଶୋଷଣ କରୁଥିଲେ ଶିକ୍ଷକ ।
ପଡୋଶୀ ଝାଡଖଣ୍ଡରେ କମିଶନରେଟ୍ ପୋଲିସର ଦୁଇଟି ସ୍ୱତନ୍ତ୍ର ଟିମ୍ । ସାଙ୍ଗରେ ସିମ୍ ବକ୍ସ କ୍ରାଇମର ବଙ୍ଗୀୟ ଏଜେଣ୍ଟ ରାଜୁ ମଣ୍ଡଳ ।
ମମତା ସରକାରଙ୍କୁ ସୁପ୍ରିମକୋର୍ଟଙ୍କ କଡ଼ା ଭର୍ତ୍ସନା । ଡାକ୍ତରଙ୍କ ସୁରକ୍ଷା ପାଇଁ ଗଠନ କଲେ 10 ଜଣିଆ ଟାସ୍କଫୋର୍ସ ।
ରାଞ୍ଚିରେ ବି ବସିଥିଲା ସିମବକ୍ସ ସେଟ୍ଅପ୍ । ଭଡ଼ାଘରୁ ୫ଟି ସିମବକ୍ସ ଠାବ କଲା ଓଡ଼ିଶା ପୋଲିସ ।
କଟକ ଭୁବନେଶ୍ୱର ପରେ ଝାଡ଼ଖଣ୍ଡ ରାଞ୍ଚିରୁ ମିଳିଲା ସିମବକ୍ସ । ସିମ୍ ବକ୍ସର ଚେର ଖୋଜି ଖୋଜି ରାଞ୍ଚିରେ ପହଞ୍ଚିଛି କମିଶନରେଟ୍ ପୋଲିସ୍ ।
କୋଲକାତା ଦୁଷ୍କର୍ମ ଓ ହତ୍ୟା ମାମଲାରେ ମମତା ସରକାର ଓ ପଶ୍ଚିମବଙ୍ଗ ପୋଲିସ ଉପରେ ପ୍ରବଳ ବର୍ଷିଛନ୍ତି ସୁପ୍ରିମକୋର୍ଟ । ଏଥି ସହିତ ଏହି ମାମଲାରେ ସିବିଆଇକୁ ଷ୍ଟାଟସ୍ ରିପୋର୍ଟ ତଲବ କରିଛନ୍ତି ।