କ୍ୟାମେରାମ୍ୟାନ ମାନସ ସ୍ୱାଇଁ ହତ୍ୟା ଘଟଣାରେ ୮ ଜଣଙ୍କ ନାଁରେ ଚାନ୍ଦବାଲି JMFC କୋର୍ଟରେ ଚାର୍ଜସିଟ୍ ଦାଖଲ ହୋଇଛି ।
ପୁରୀ ଜିଲ୍ଲା ଶିଳ୍ପ କେନ୍ଦ୍ର(DIC)ର ଲାଞ୍ଚୁଆ ସୁପରଭାଇଜର ଭିଜିଲାନ୍ସ ଜାଲରେ ଧରାପଡ଼ିଛନ୍ତି। ସେ ଜଣେ ହିତାଧିକାରୀଙ୍କୁ ସରକାରଙ୍କ ଠାରୁ ମିଳିବାକୁ ଥିବା ସବ୍ସିଡି ଟଙ୍କା କରାଇଦେବାକୁ ଲାଞ୍ଚ ନେଉଥିଲେ।
ଅଫିସିଆଲ ସିକ୍ରେଟ ଆକ୍ଟ ଲାଗିଲେ କେନ୍ଦ୍ରରୁ ପ୍ରସିକ୍ୟୁସନ ସାଙ୍କସନ୍ ଆଣିବା କଥା କିନ୍ତୁ...
ବଡ଼ଗଡ଼ ଥାନାରେ ଏନେଇ ଲିଖିତ ଅଭିଯୋଗ କରିଛନ୍ତି ରାଗିଂର ଶିକାର ହୋଇଥିବା ଛାତ୍ର । ତେବେ ରାଗିଂ ଅଭିଯୋଗ ନେଇ କଲେଜ କର୍ତ୍ତୃପକ୍ଷଙ୍କ ପ୍ରତିକ୍ରିୟା ମିଳିନି ।
ଆର୍ଥିକ ହେରଫେର ମାମଲାରେ ଇଡିର ରେଡ୍ । ଆୟକର ଓ ସିବିଆଇ ବି ଚଳାଇଛନ୍ତି ତଦନ୍ତ ।
ଏହି ଟଙ୍କା ନେବା କଥାକୁ ସମ୍ପୂର୍ଣ୍ଣ ଖଣ୍ଡନ କରିଛନ୍ତି ନିଜେ ଦୈତାରୀ ପଣ୍ଡା ।
ରଶ୍ମିରେଖାଙ୍କ ବୟଫ୍ରେଣ୍ଡ ସନ୍ତୋଷଙ୍କ ଆତ୍ମହତ୍ୟା । ଆତ୍ମହତ୍ୟାର କାରଣ ଖୋଜୁଛି ପୋଲିସ। ଘୋର ଅବସାଦରେ ପୁଅ ଥିଲା ବୋଲି କହିଛନ୍ତି ସନ୍ତୋଷଙ୍କ ମାଆ।
ଟଙ୍କା ଭର୍ତ୍ତି ATM ଭ୍ୟାନ୍କୁ ନେଇ ଫେରାର ହେଲା ଡ୍ରାଇଭର। ୫୭ ଲକ୍ଷରୁ ଉର୍ଦ୍ଧ୍ୱ ଟଙ୍କା ନେଇ ଫେରାର ସୂଚନା।
ଜିଲ୍ଲାପାଳଙ୍କ ରିପୋର୍ଟ ଆଧାରରେ ସସ୍ପେଣ୍ତ ହେଲେ ବଲାଙ୍ଗିର ତହସିଲଦାର ଓ ଅତିରିକ୍ତ ତହସିଲଦାର ।
ଭୁବନେଶ୍ୱରରେ MCA ଛାତ୍ରୀ ଆଶ୍ରିତା ସେନାପତି ଆତ୍ମହତ୍ୟା ଘଟଣାରେ ବୟଫ୍ରେଣ୍ଡଙ୍କୁ ପୋଲିସ ଗିରଫ କରିଛି। ୨୦୧୪ ମସିହାରୁ ସତ୍ୟପ୍ରକାଶ ଓ ଆଶ୍ରିତା ଉଭୟଙ୍କ ମଧ୍ୟରେ ପ୍ରେମ ସମ୍ପର୍କ ଥିଲା।
ଓଡ଼ିଆ ଟେଲି ଅଭିନେତ୍ରୀ ରଶ୍ମିରେଖା ଓଝାଙ୍କ ମୃତ୍ୟୁର କିଛିଦିନ ପରେ ବୟଫ୍ରେଣ୍ଡ୍ ସନ୍ତୋଷ ପାତ୍ର ଆତ୍ମହତ୍ୟା କରିଛନ୍ତି। ସନ୍ତୋଷ ନିଜ ବେଡ୍ ରୁମ୍ରେ ଆତ୍ମହତ୍ୟା କରିଛନ୍ତି।
କଲେଜର ୩ ସିନିଅର ଛାତ୍ର ରାଗିଂ କରୁଥିବା ଅଭିଯୋଗ କରିଛନ୍ତି
ଆଣ୍ଟିଂ ରାଗିଂ ସ୍କ୍ୱାର୍ଡ ଓ ସିଡିଏମଓଙ୍କୁ ଅଭିଯୋଗ କଲେ ଛାତ୍ରୀ । ସିଡିଏମଓଙ୍କ ନେତୃତ୍ୱରେ ଟିମ୍ କରୁଛି ତଦନ୍ତ ।
କିଛି ଦିନ ତଳେ ଟେଲି ଅଭିନେତ୍ରୀ ରଶ୍ମିରେଖା ଆତ୍ମହତ୍ୟା ମାମଲାରେ ଭୁବନେଶ୍ୱର ନୟାପଲ୍ଲୀ ଥାନାରେ ଜେରାର ସମ୍ମୁଖିନ ହୋଇଥିଲେ ସନ୍ତୋଷ ପାତ୍ର ।
ରାଗିଂ ହେଲେ ଚୁପ ନରହି ଅଭିଭାବକ ଓ କର୍ତ୍ତୃପକ୍ଷଙ୍କୁ ଜଣାନ୍ତୁ କହିଲେ ଶିକ୍ଷାବିତ୍ ।
କଡ଼ା ଆଣ୍ଟି ରାଗିଂ ଆଇନ୍ ଆଣିବାକୁ ତେଜିଲା ଦାବି ।
କଲେଜ କର୍ତ୍ତୁପକ୍ଷ ମାମଲା ଚପାଇ ଦେବା ଘଟଣାକୁ ଖଣ୍ଡନ କରିଛନ୍ତି ।
ମାଆଙ୍କ ନାଁରେ ଶେଷ ଚିଠି ଲେଖି ସେ ରଶି ଲଗାଇ ଆତ୍ମହତ୍ୟା କରିଥିବା ଅଭିଯୋଗ ହୋଇଛି ।
ମୃତ୍ୟୁର କାରଣ ଅସ୍ପଷ୍ଟ, ମୃତଦେହ ଜବତ କରି ପୋଲିସର ଛାନ୍ଭିନ୍ । ମୃତ ଛାତ୍ରୀ ଏକ ଘରୋଇ ଇଂଜିନିୟରିଂ କଲେଜରେ ପଢୁଥିଲେ ।
ସିବିଆଇ ତଦନ୍ତ ଦାବିରେ ବିଧାନସଭାରେ ହୋ-ହାଲ୍ଲା । କାହିଁକି ଚିହ୍ନଟ ହୋଇପାରୁନାହାନ୍ତି ୩ ସିନିୟର ?
ବିଜେବି ଛାତ୍ରୀ ରୁଚିକା ମହାନ୍ତିଙ୍କୁ ନ୍ୟାୟ ଦାବିରେ ତେଜିଲା ଆନ୍ଦୋଳନ..ଗୋଟିଏ ପଟେ ବିଜେବି କଲେଜ ସାମ୍ନାରେ ରୁଚିକାଙ୍କ ପରିବାର ଓ ବିଭିନ୍ନ ଛାତ୍ର ସଂଗଠନର ଅହୋରାତ୍ର ଧାରଣା, ଅନ୍ୟପଟେ ଏ ପ୍ରସଙ୍ଗରେ ଆଜି ଅଚଳ ହୋଇଛି ବିଧାନସଭା
ଓଡ଼ିଶାରେ ପ୍ରତିଦିନ ୮ରୁ ଅଧିକ ମହିଳା ଓ ପାଖାପାଖି ୫ ଜଣ ନାବାଳିକା ଦୁଷ୍କର୍ମର ଶିକାର ହେଉଛନ୍ତି । ସେହିପରି ନିଖୋଜ ମହିଳାଙ୍କ ସଂଖ୍ୟା ବି ବଢୁଛି । ଦୁଷ୍କର୍ମ ଓ ନାରୀ ନିଖୋଜ ନେଇ ବିଧାନସଭାରେ ସରକାରଙ୍କ ଉତ୍ତର ପରେ ଏହାକୁ ନେଇ ସବୁ ମହଲରେ ଉଦବେଗ ପ୍ରକାଶ ପାଇଛି ।
୩ ବର୍ଷରେ ନିଖୋଜ ୨୫ ହଜାର ୯୭୩ ମହିଳା । ବିଧାନସଭାରେ ଗୃହ ରାଷ୍ଟ୍ରମନ୍ତ୍ରୀଙ୍କ ତଥ୍ୟରେ ବର୍ଷିଲେ ବିରୋଧୀ ।
ମୋବାଇଲ ଗେମ୍ରେ ଲକ୍ଷାଧିକ ଟଙ୍କା ହରାଇ ଜୀବନ ହାରିଦେଲେ ଯୁବକ ।
ମମିତା ମେହେର ହତ୍ୟା ମାମଲାରେ କେବଳ ଗୋବିନ୍ଦ ଓ ରାଧେଙ୍କ ସମ୍ପୃକ୍ତି ଥିଲା। ଘଟଣାରେ ଅନ୍ୟ କୌଣସି ବ୍ୟକ୍ତିଙ୍କ ସମ୍ପୃକ୍ତ ନଥିବା ତଦନ୍ତରୁ ଜଣାପଡ଼ିଛି।