• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Crime Updates

Looting from gold traders by showing guns
ଲୁଟେରାଙ୍କ ଟାର୍ଗେଟରେ ସୁନା ବ୍ୟବସାୟୀ, ୨ ମାସରେ ତିନି ସୁନା ବ୍ୟବସାୟୀଙ୍କୁ ଟାର୍ଗେଟ୍

ଲୁଟେରାଙ୍କ ଗନ୍ ପଏଣ୍ଟରେ ଗହଣା ବ୍ୟବସାୟୀ । ସହରର ଭିତରେ ହେଉ ଅବା ଉପକଣ୍ଠ, ତିନି ତିନି ଜଣ ବ୍ୟବସାୟୀଙ୍କୁ ଗୁଳିମାଡ଼ କରି ଲୁଟ ହେଲା , ମାତ୍ର ଲୁଟେରାଙ୍କ ଟେର ପାଉନି ପୋଲିସ । ଏହା ପଛର କାରଣ କଣ ? ଅପରାଧୀଙ୍କ ଗୁପ୍ତତଥ୍ୟ ରଖିବାରେ ଫେଲ ମାରୁଛି କି ପୋଲିସ? ଅନଭିଜ୍ଞ ଅଫିସରଙ୍କ ଫାଇଦା ଉଠାଇଛନ୍ତି କି ଲୁଟେରା ? ବାରମ୍ବାର ବିଫଳତାର ସ୍ୱାଦ ଚାଖିଥିବା କମିଶନରେଟ ପୋଲିସ ଆଗରେ ଏବେ ଏଭଳି ଅନେକ ପ୍ରଶ୍ନ ।

Maoist
ବିପଦ ! ୪ ରାଜ୍ୟରେ ମାଓବାଦୀ ଆକ୍ରମଣ ଆଶଙ୍କା

ସମ୍ବାଦ ସରବରାହ ସଂସ୍ଥା ଆଇଏଏନ୍ଏସ୍‌ର ରିପୋର୍ଟ ଅନୁସାରେ ପଶ୍ଚିମବଙ୍ଗର ସଚିବାଳୟରେ ହୋଇଥିବା ଏକ ବୈଠକରେ ଏହିସବୁ ରାଜ୍ୟ ଗୁଡ଼ିକୁ ସୂଚନା କେନ୍ଦ୍ର ତରଫରୁ କୁହାଯାଇଛି ।

Odia Man Killed
ସୁରତରେ ପୁଣି ଜଣେ ଓଡ଼ିଆ ଯୁବକଙ୍କୁ ହତ୍ୟା, ଅଳିଆ ଗଦାରୁ ମୃତଦେହ ଉଦ୍ଧାର

ହୋଟେଲର ବେସମେଣ୍ଟରେ ଏକ ଅଳିଆ ଗଦାରୁ ତାଙ୍କ ରକ୍ତାକ୍ତ ମୃତଦେହ ଉଦ୍ଧାର କରାଯାଇଥିଲା । ଖବରପାଇ ସ୍ଥାନୀୟ ପୋଲିସ ଘଟଣାସ୍ଥଳରେ ପହଞ୍ଚି ଛାନଭିନ କରିଥିଲା ।

  • Wednesday, 27 April 2022
  • Surat
doctor beat patient relative
ରୋଗୀଙ୍କ ମୃତ୍ୟୁ ପରେ ସମ୍ପର୍କୀୟଙ୍କୁ ଘରେ କବାଟ ଦେଇ ପିଟିଲେ ଡାକ୍ତର

ଏସସିବି ମେଡିକାଲ ମେଡିସିନ ୱାର୍ଡରୁ ଆସିଛି ଏଭଳି ସଙ୍ଗୀନ ଅଭିଯୋଗ । ଚିକିତ୍ସାଧୀନ ଅବସ୍ଥାରେ ଜଣେ ମହିଳାଙ୍କ ମୃତ୍ୟୁ ପରେ ମୁହାଁମୁହିଁ ହୋଇଥିଲେ ରୋଗୀ ସଂପର୍କୀୟ ଓ ଡାକ୍ତର । ଚିକିତ୍ସା ଅବହେଳା ଯୋଗୁଁ ମୃତ୍ୟୁ ଅଭିଯୋଗ କରିବାରୁ ରୋଗୀଙ୍କ ସଂପର୍କୀୟଙ୍କୁ ଗୋଟିଏ ଘରେ ପୁରାଇ କବାଟ ବନ୍ଦ କରିଦେବା ସହ ସଂଘବଦ୍ଧ ଆକ୍ରମଣ କରିଥିବା ଅଭିଯୋଗ ହୋଇଛି ।

Crime
ମୁଥ ମାରି ଶିକ୍ଷାଧିକାରୀଙ୍କ ନାକ ଫଟାଇଦେଲେ ଦମ୍ପତି

DEOଙ୍କ ସହ ଆଲୋଚନା କରୁଥିବା ବେଳେ ଉଭୟ ପକ୍ଷଙ୍କ ମଧ୍ୟରେ ବଚସା ହୋଇଥିଲା ।

Vigilance Raid
ଗିରଫ ହେଲେ କୋଟିପତି GRS, ୫୯ ପ୍ଲଟ୍‌ ସହ ଆଖି ଟେରା ହେଲା ଭଳି ସମ୍ପତ୍ତି ରଖିଥିଲେ

ବାବୁଲି ପଢ଼ିଆରି ଜଣେ ଜିଆରଏସ୍‌ ହୋଇ ମଧ୍ୟ ୫୯ ପ୍ଲଟ୍‌ର ମାଲିକ । ତେବେ ଏହି ସମ୍ପତ୍ତି କେଉଁଠୁ ଆସିଲା, କିଏ ଦେଲା ? ବାବୁଲି ସତ କହୁଛନ୍ତି ନା ମିଛ ? ଏନେଇ ଭିଜିଲାନ୍ସ ତଦନ୍ତ ଚଳାଇଛି ।

Odia Tele Actor
ନିଜର ହାଣ୍ତସମ୍‌ ଲୁକ୍‌ରେ ପାଗଳ କରୁଥିଲେ ଯୁବତୀଙ୍କୁ ଓ ଲୁଟୁଥିଲେ ଲକ୍ଷ ଲକ୍ଷ ଟଙ୍କା

ସାମ୍ନାକୁ ଆସିଲା ସୁମନଙ୍କ ସାଙ୍ଘାତିକ ସତ। ନିଜର ସୁନ୍ଦର ଚେହେରା, ଆଉ ମିଠା କଥା ପାଇଁ ସୁନ୍ଦର ଯୁବତୀଙ୍କ ସହ ରଖୁଥିଲେ ଲିଭ୍‌ ଇନ୍ଜ‌ ରିଲେସନସିପ୍‌। ପ୍ରେମର ମାୟାଜାଲରେ ଏମିତି ଛନ୍ଦି ଦେଉଥିଲେ ଯେ, ସୁମନଙ୍କ ପଛରେ ଲକ୍ଷାଧିକ ଟଙ୍କା ଖର୍ଚ୍ଚ କରୁଥିଲେ ତରୁଣୀ ଯୁବତୀ ।

3 kg gold ornaments, Rs 2 lakh looted from Gunupur jeweler in broad daylight
ଦୋକାନ୍ ସାମ୍ନାରୁ ଲୁଟିନେଲେ ୩ କେଜି ସୁନା ଗହଣା

ଦୋକାନ ସାମ୍ନାରୁ ଲୁଟି ନେଲେ ୩ କେଜି ସୁନା ଗହଣା । ଗୁଣପୁର ହଳଦିଆ ନାଳ ନିକଟ ଗହଣା ଦୋକାନ ସାମ୍ନାରୁ ଏହି ଲୁଟ୍ ହୋଇଛି ।

 Former ward member of Manoharpur village beaten to death with iron rods allegedly by four miscreant
ଭୋଜି ଖାଇବାକୁ ଡାକିନେଇ ପିଟିପିଟି ମାରିଦେଲେ !

ଭୋଜି ହେଲା କାଳ । ଭୋଜି ଖାଇବାକୁ ଡାକିନେଇ ପୂର୍ବତନ ୱାର୍ଡମେମ୍ବରଙ୍କୁ ନୃଶଂସ ଭାବେ ପିଟିପିଟି ମାରିଦେଲେ ୪ ଦୃର୍ବୁତ୍ତ ।

Class 10 girl student was on her way to school reportedly to bring admit card for the upcoming board
ସ୍କୁଲ ଯାଉଥିବା ବେଳେ ମରଣାନ୍ତକ ଆକ୍ରମଣର ଶିକାର ହେଲେ ଛାତ୍ରୀ

ସ୍କୁଲ ଯାଉଥିବା ବେଳେ ଦଶମ ଶ୍ରେଣୀ ଛାତ୍ରୀଙ୍କୁ ମରଣାନ୍ତକ ଆକ୍ରମଣ । ସୁବର୍ଣ୍ଣପୁର ଜିଲ୍ଲା ଭଣ୍ଡାର ପଞ୍ଚାୟତର ଚୁଲିମାଳ ଗାଁରୁ ସାମ୍ନାକୁ ଆସିଛି ଏହି ଘଟଣା ।

Loot In Balangir
୫ ସେକେଣ୍ଡରେ ଖେଳ ଶେଷ ! ସ୍କୁଟି ଡିକି ତାଡ଼ି ଲୁଟି ନେଲେ ୨ ଲକ୍ଷ ଟଙ୍କା

ସ୍କୁଟି ଡିକି ତାଡ଼ି ୨ ଲକ୍ଷ ୪୦ ହଜାର ଟଙ୍କା ଲୁଟ୍‌ । ବଲାଙ୍ଗୀର ଜିଲ୍ଲା ବଙ୍ଗୋମୁଣ୍ଡା ଥାନା ଅଞ୍ଚଳରେ ସ୍କୁଟି ଡିକି ତାଡ଼ି ୨ ଲକ୍ଷ ୪୦ ହଜାର ଟଙ୍କା ଲୁଟି ନେଲେ ଦୁଇ ଦୁର୍ବୃତ୍ତ ।

Fire
ମଦ୍ୟପ ମାମୁଁ ! ଭାଣିଜୀ ଦେହରେ ଲଗାଇଲା ନିଆଁ

ଖବର ପାଇ ପୋଲିସ ଘଟଣାସ୍ଥଳରେ ପହଞ୍ଚି ଅଭିଯୁକ୍ତ ମାମୁକୁ ଅଟକ ରଖି ପଚରାଉଚରା କରୁଛି ।

Omfed Scam
ଓମଫେଡ୍‌ରେ ୨୦୭ କୋଟିର ହେରଫେର୍‌ ! କ୍ରାଇମ୍‌ବ୍ରାଞ୍ଚ କରିବ ତଦନ୍ତ

କେଉଁଠି ମିଛ ବିନିଯୋଗ ପ୍ରମାଣପତ୍ର ଦେଇ, ତ କେଉଁଠି ବିନା ଅନୁମୋଦନରେ ଗୋଟିଏ କାମ ପାଇଁ ଆସୁଥିବା ଟଙ୍କାକୁ ଅନ୍ୟତ୍ର ଖର୍ଚ୍ଚ କରି ଶହ ଶହ କୋଟି କୋଟି ଟଙ୍କାର କେନ୍ଦ୍ରୀୟ ଅନୁଦାନ ହେରଫେର ହୋଇଛି ଏବଂ ଯାହାର ହିସାବ ଓମ୍ଫେଡ୍ ପାଖରେ ନଥିବା ଶୁଣିବାକୁ ମିଳିଛି ।

Chhatrapur Murder Case
ଭାବି ସ୍ୱାମୀଙ୍କୁ ହତ୍ୟା ଦୁଃଖ ସହିପାରିଲେନି ଭାବିପତ୍ନୀ, ଶେଷରେ ବିଷ ପିଇଦେଲେ

ଗଞ୍ଜାମ ହଂସପୁରରେ ତୁମୁଳକାଣ୍ଡ । ମୁଖ୍ୟ ଅଭିଯୁକ୍ତକୁ ଗିରଫ ଦାବିରେ ହିଂସାତ୍ମକ ମୋ଼ଡ ନେଲା ଆନ୍ଦୋଳନ ।

Chhatrapur Murder Case
ଭାବି ସ୍ୱାମୀଙ୍କ ହତ୍ୟା ଓ ଯୁବତୀଙ୍କ ଆତ୍ମହତ୍ୟାକୁ ନେଇ ତୁମୁଳକାଣ୍ଡ

ମେ ୧୩ ତାରିଖରେ ଧୂମଧାମରେ ହୋଇଥାନ୍ତା ବିବାହ। ପରସ୍ପରକୁ ଜୀବନ ସାଥୀ କରି ସାତ ଜନ୍ମ ପାଇଁ ଶପଥ ନେଇଥାନ୍ତେ ଉଭୟ ପତି-ପତ୍ନୀ। ହେଲେ ବ୍ୟବସାୟିକ ଶତ୍ରୁତାରୁ ଭାବି ସ୍ୱାମୀଙ୍କୁ ହତ୍ୟା ପରେ ନିୟତିର ଏ ନିଷ୍ଠୁର ବିଚାରକୁ ସହଜେ ଗ୍ରହଣ କରିପାରିଲେନି ଭାବି ପତ୍ନୀ।

Ganjam Police
ପୋଲିସକୁ ପିଟିଲେ; ସାମ୍ବାଦିକଙ୍କୁ ଦୁର୍ବ୍ୟହାର କଲେ, ମୋବାଇଲ ଛଡ଼ାଇନେଲେ

ତିନି ଦିନ ପୂର୍ବେ ଜଣେ ବ୍ୟବସାୟୀଙ୍କୁ ସେଠାରେ ହତ୍ୟା କରାଯାଇଥିଲା । ଯାହାକୁ ନେଇ ସ୍ଥାନୀୟ ଅଞ୍ଚଳରେ ଉତ୍ତେଜନା ପ୍ରକାଶ ପାଇଥିଲା । ସେହି ଉତ୍ତେଜନା ଟିକେ ନଥମୁଣୁ ତାଙ୍କ ଭାବି ପତ୍ନୀ ସେହି ଦୁଃଖରେ ଆତ୍ମହତ୍ୟା କରିଛନ୍ତି ।

Bulldozer ATM Booth
ବୁଲଡୋଜର ଲଗାଇ ତାଡ଼ିନେଲେ ଏଟିଏମ୍

କ୍ୟାପସନ୍‌ରେ ସେ ଉଲ୍ଲେଖ କରିଛନ୍ତି ଯେ - ପୁଣିଥରେ ବୁଲଡୋଜର।

Nayagarh CDMO Raid
କି ସାହସ.. ମାନିବାକୁ ପଡ଼ିବ ! ସରକାରୀ ଘରେ ମେଡିକାଲ ପରିସରରେ ଡାକ୍ତର ଖୋଲିଥିଲେ କ୍ଲିନିକ୍‌

ସରକାରୀ ଡାକ୍ତରଖାନାରେ ସେବା ପ୍ରଥମ । ତା’ ପରେ ଘରୋଇ ଚିକିତ୍ସା କରିପାରିବେ ଡାକ୍ତର । ହେଲେ ଡା. ଦୀକ୍ଷିତଙ୍କର ଓପିଡି ଲିଷ୍ଟରେ କେବେ ବି ନାଁ ନାହିଁ।

Vigilance Raid
ଏଠି GRS ବି କୋଟିପତି ! ୫୯ଟି ପ୍ଲଟ୍‌ ସହ ସମ୍ପତ୍ତି ଦେଖିଲେ ଆଖି ଟେରା ହୋଇଯିବ

ରଘୁନାଥପୁର ପୈତୃକ ଘର ଓ କଳାରାହାଙ୍ଗ ଅଫିସ୍ ସମେତ ୬ଟି ସ୍ଥାନରେ ରେଡ୍ ।

 Chatrapur Trader Murder
ଅଧୁରା ରହିଗଲା ସ୍ୱପ୍ନ: ବିବାହ ପୂର୍ବରୁ ବ୍ୟବସାୟୀଙ୍କୁ ହତ୍ୟା, ଜୀବନ ହାରିଲେ ଭାବି ପତ୍ନୀ

ବ୍ୟବସାୟୀଙ୍କୁ ପିଟିପିଟି ହତ୍ୟା ପରେ ଆତ୍ମହତ୍ୟା କଲେ ଯୁବତୀ। ବ୍ୟବସାୟୀଙ୍କ ସହ ବିବାହ ସ୍ଥିର ହୋଇଥିବା ଯୁବତୀ ଆତ୍ମହତ୍ୟା କରିଛନ୍ତି।

Loot In Bhubaneswar
ଅସୁରକ୍ଷିତ ରାଜଧାନୀ, ଭୟଭୀତ ଲୋକେ: ବନ୍ଧୁକ ମୁନ୍‌ରେ ଲୁଟ୍‌, ଲୁଟେରାଙ୍କୁ ଧରିବାରେ ପୋଲିସ୍‌ ଫେଲ୍‌ !

ଅସୁରକ୍ଷିତ ହୋଇପଡ଼ିଛି ରାଜଧାନୀ ଭୁବନେଶ୍ୱର। ଲୁଟ୍‌ ଲାଗି ସୁନା ଦୋକାନୀଙ୍କୁ ଫାୟାରିଂ କରି ଦୁର୍ବୃତ୍ତମାନେ ଘଟଣାସ୍ଥଳରୁ ଫେରାର ହୋଇଯାଇଛନ୍ତି।

double murder
ସଇତାନ୍‌ ସ୍ୱାମୀର ନୃଶଂସକାଣ୍ଡ: ପତ୍ନୀ ସହ ଶାଳୀକୁ ଧାରୁଆ ଅସ୍ତ୍ରରେ ହାଣି ହତ୍ୟା

ଗତ ଗୁରୁବାର ଦିନ ନର୍ସ ଭାବେ ରାଜଧାନୀର ଏକ ଘରୋଇ ମେଡିକାଲରେ କାମ କରୁଥିବା ଶାଳୀ ସରସ୍ୱତୀଙ୍କୁ ଅପରାହ୍ନ ସାଢ଼େ ୩ଟାବେଳେ ନିଜ ଘରକୁ ଆଣିଥିଲା

Accused Actor Arrested
'ମୋ ସହ ୨ ବର୍ଷ ସମ୍ପର୍କ ରଖି ଛାଡିଦେଲେ, ସବୁ ପ୍ରମାଣ ରଖିଛି'

 ସେ ମୋତେ ବିବାହ କରିବେ ବୋଲି ପ୍ରତିଶ୍ରୁତି ଦେଇଥିଲେ

Bolangir MBBS Student Death
ରହସ୍ୟ ଘେରରେ ଡାକ୍ତରୀ ଛାତ୍ରଙ୍କ ମୃତ୍ୟୁ: ସାମ୍ନାକୁ ଆସିଲା ଚାଟିଂ

ବିଦେଶରେ ଥିବା ଜଣେ ବନ୍ଧୁଙ୍କ ସହ ନିଶାନ୍ତଙ୍କ ହ୍ୱାଟ୍ସଆପ୍‌ ଚାଟିଂ ଏବେ ସାମ୍ନାକୁ ଆସିଛି। କଲେଜରେ କିଭଳି ରାଗିଂ ଚାଲିଥିଲା ସେନେଇ ଚାଟିଂରେ ନିଶାନ୍ତ ବନ୍ଧୁଙ୍କ ଶେୟାର କରିଥିବା ଦେଖିବାକୁ ମିଳିଛି। 

Gang Rape
ଯୁବତୀଙ୍କୁ ଅପହରଣ ପରେ ଗଣଦୁଷ୍କର୍ମ...୩ ଗିରଫ

ଯୁବତୀଙ୍କୁ ଅପହରଣ ପରେ ଗଣଦୁଷ୍କର୍ମ ଅଭିଯୋଗ । ସୁବର୍ଣ୍ଣପୁରରୁ ଆସିଛି ଏହି ସଙ୍ଗୀନ ଅଭିଯୋଗ ।