• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Crime Updates

Camera Man Manas Swain
ମାନସ ମର୍ଡର ମିଷ୍ଟ୍ରିର ରହସ୍ୟ ଭେଦିବ କ୍ରାଇମବ୍ରାଞ୍ଚ ? ଚିପ୍‌ରେ ଥିବା ବଡ଼ ନେତା-ଅଫିସରଙ୍କୁ ଧରି ପାରିବ ତ ?

ମେମୋରି ଚିପ୍‌ରେ ଲୁଚି ରହିଥିବା ବାବୁ ଓ ନେତାଙ୍କ ଖୋଲିବ କି ଲିଙ୍କ ? ଶର୍ମିଷ୍ଠାଙ୍କ ଫେରାର ଏବଂ ଅନୁକମ୍ପା ପଛରେ ଆଉ କାହାର ରହିଛି ହାତ ? ମାନସ ହତ୍ୟାକାଣ୍ଡ ମାମଲା ଉପରୁ ପରଦା ହଟାଇବାକୁ ଏଣ୍ଟ୍ରି ମାରିଛି କ୍ରାଇମବ୍ରାଞ୍ଚ ।

Prashant Jagdev
ବାହୁବଳୀ ବିଧାୟକ ପ୍ରଶାନ୍ତ ଜଗଦ୍ଦେବଙ୍କ ସାଂଘାତିକ ଜାଲିଆତି

ବାହୁବଳୀ MLA ପ୍ରଶାନ୍ତ ଜଗଦ୍ଦେବଙ୍କ ହିଟ୍ ଆଣ୍ଡ ରନ୍ ମାମଲାରେ ଥମୁନି ବିବାଦ । ସାମ୍ନାକୁ ଆସିଛି ଦୁର୍ଘଟଣା ଘଟାଇଥିବା ଗାଡ଼ିର ନମ୍ବର ଜାଲିଆତି ପ୍ରମାଣ । ଦୁର୍ଘଟଣା ପରେ ଯେଉଁ ଗାଡ଼ିର ନମ୍ବରକୁ ନେଇ ମାମଲା ରୁଜୁ ହୋଇଥିଲା, ସେହି ନମ୍ବରରେ ଥିବା ଅନ୍ୟ ଏକ ଗାଡ଼ି ମିଳିଛି ନୟାଗଡ଼ରୁ । 

Prashant Jagdev
ବିଧାୟକ ପ୍ରଶାନ୍ତଙ୍କ ନାଁରେ ଲାଗିଲା ସଂଗୀନ୍‌ ଦଫା ! ନମ୍ବର ଜାଲିଆତି କରି ଚଳାଉଥିଲେ ଗାଡ଼ି

ଖୋର୍ଦ୍ଧା ପୋଲିସ ଏବେ ଏହି ଜାଲିଆତି ନନେଇ ଆଉ ଏକ ମାମଲା ରୁଜୁ କରିଛି । ସେପଟେ ଏହାକୁ ନେଇ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଓ ବିଜେଡି ସାଂଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସଙ୍କ ମଧ୍ୟରେ ଦେଖାଦେଇଛି ଟ୍ୱିଟ୍‌ ୱାର ।

Manas Swain
କ୍ୟାମେରାମ୍ୟାନ୍‌ ମାନସ ସ୍ୱାଇଁ ହତ୍ୟା ମାମଲାର କ୍ରାଇମବ୍ରାଞ୍ଚ ତଦନ୍ତ ଆରମ୍ଭ

କ୍ୟାମେରାମ୍ୟାନ୍ ମାନସ ହତ୍ୟା ମାମଲାର କ୍ରାଇମବ୍ରାଞ୍ଚ ତଦନ୍ତ ଆରମ୍ଭ ହୋଇଛି । ଭଦ୍ରକ ଏସ୍‌ପି ଅଫିସରେ ପହଞ୍ଚିଲେ କ୍ରାଇମବ୍ରାଞ୍ଚର ଏକ ଟିମ୍ । ତଦନ୍ତ ଅଧିକାରୀ DSP କଳ୍ପନା ସାହୁଙ୍କ ନେତୃତ୍ୱରେ ପହଞ୍ଚିଲା ଏହି ଟିମ୍ ।

Manas Swain & Sarmistha Rout
କ୍ରାଇମ୍‌ ବ୍ରାଞ୍ଚ ଖୋଲିବ ଶର୍ମିଷ୍ଠା ଗୁମର

ରାଜ୍ୟ ବାହାରେ ଥିବା ଶର୍ମିଷ୍ଠାଙ୍କୁ ଧରିବାକୁ ଗୋଟିଏ ଟିମ୍ ଓ ମାମଲାର ପୂର୍ଣ୍ଣାଙ୍ଗ ତଦନ୍ତ ପାଇଁ ଆଉ ଏକ ଟିମ୍ ଗଠନ କରାଯାଇଥିବା କ୍ରାଇମବ୍ରାଞ୍ଚ ଏଡିଜି କହିଛନ୍ତି । ତେବେ ପ୍ରଶ୍ନ, ଯେଉଁ ମେମୋରିଚିପ୍ ପାଇଁ ହତ୍ୟା କଥା କୁହାଯାଉଛି, ସେହି ଚିପ୍ ଭିତରର ସତ ସାମ୍ନାକୁ ଆସିବ ତ ?

Crime
କମେଣ୍ଟମରାରୁ ୪ଜଣଙ୍କୁ ହତ୍ୟା

ମଙ୍ଗଳାବାର ରାତି ପ୍ରାୟ ୧୧ଟାରୁ ୧୨ଟା । ପିତ୍ତଳ ଛକରେ ଘଟିଥିଲା ଏଭଳି ମହାଭାରତ । ପିତ୍ତଳ ଛକରେ ଫାଷ୍ଟଫୁଡ୍ ଦୋକାନ କରିଥିବା ନରେନ୍ଦ୍ରପୁର ଗାଁର ୩ ଭାଇ ପାଣ୍ଡୁରା ସ୍ୱାଇଁ, ଶମ୍ଭୁ ସ୍ୱାଇଁ, ରାଜା ସ୍ୱାଇଁ ଓ ସେମାନଙ୍କ ସମ୍ପର୍କୀୟ ଭାଇ ଚନ୍ଦନ ଦୋକାନ ବନ୍ଦ କରି ଘରକୁ ଫେରୁଥିଲେ ।

Crime
ଅତି ନୃଶଂସ-ବିଭତ୍ସ-ବର୍ବର ! କମେଣ୍ଟମରାକୁ ନେଇ ୪ ଜଣଙ୍କୁ ପିଟିପିଟି ମାରିଦେଲେ

ମଙ୍ଗଳାବାର ରାତି ପ୍ରାୟ ୧୧ଟାରୁ ୧୨ଟା । ପିତ୍ତଳ ଛକରେ ଘଟିଥିଲା ଏଭଳି ମହାଭାରତ । ପିତ୍ତଳ ଛକରେ ଫାଷ୍ଟଫୁଡ୍ ଦୋକାନ କରିଥିବା ନରେନ୍ଦ୍ରପୁର ଗାଁର ୩ ଭାଇ ପାଣ୍ଡୁରା ସ୍ୱାଇଁ, ଶମ୍ଭୁ ସ୍ୱାଇଁ, ରାଜା ସ୍ୱାଇଁ ଓ ସେମାନଙ୍କ ସମ୍ପର୍କୀୟ ଭାଇ ଚନ୍ଦନ ଦୋକାନ ବନ୍ଦ କରି ଘରକୁ ଫେରୁଥିଲେ ।

Manas Swain & Sarmistha Rout
ମାନସ ହତ୍ୟା ମାମଲା: ଶର୍ମିଷ୍ଠା-ନିରଞ୍ଜନଙ୍କ ମଧ୍ୟରେ ଥିଲା କି ଘନିଷ୍ଠତା ? ଘର-ଅଫିସ୍‌କୁ ଥିଲା ଅବାଧ ପ୍ରବେଶ !

ରାଜ୍ୟ ବାହାରେ ଥିବା ଶର୍ମିଷ୍ଠାଙ୍କୁ ଧରିବାକୁ ଗୋଟିଏ ଟିମ୍ ଓ ମାମଲାର ପୂର୍ଣ୍ଣାଙ୍ଗ ତଦନ୍ତ ପାଇଁ ଆଉ ଏକ ଟିମ୍ ଗଠନ କରାଯାଇଥିବା କ୍ରାଇମବ୍ରାଞ୍ଚ ଏଡିଜି କହିଛନ୍ତି । ତେବେ ପ୍ରଶ୍ନ, ଯେଉଁ ମେମୋରିଚିପ୍ ପାଇଁ ହତ୍ୟା କଥା କୁହାଯାଉଛି, ସେହି ଚିପ୍ ଭିତରର ସତ ସାମ୍ନାକୁ ଆସିବ ତ ?

Sarmistha Rout
ସାମ୍ନାକୁ ଆସିଲା ନୂଆ ତଥ୍ୟ ! ହତ୍ୟା ପରେ ଶାଶୂ ଘରେ ଲୁଚିଥିଲେ ଶର୍ମିଷ୍ଠା, କିନ୍ତୁ ସ୍ୱାମୀଙ୍କ ସହ ନଥିଲା ସମ୍ପର୍କ

୧୦ ତାରିଖ ସକାଳେ ଶର୍ମିଷ୍ଠା ଚାଲି ଯାଇଥିଲେ । ଶର୍ମିଷ୍ଠା ରହିବା କଥା ଜାଣି ମାନସ ମାମଲାର ତଦନ୍ତ କରୁଥିବା ପୋଲିସ ମାର୍ଚ୍ଚ ୧୯ରେ ଶର୍ମିଷ୍ଠାଙ୍କ ଶାଶୂଙ୍କ ଘରକୁ ଯାଇ ପଚରାଉଚରା କରିଥିବା ଜଣାପଡିଛି ।

Bhadrak
ଟାହିଟାପରା ସହି ନପାରି ସ୍ୱାମୀ-ସ୍ତ୍ରୀଙ୍କ ଆତମହତ୍ୟା, ପୋଲିସ କହିଲା ହେବ ଦୃଢ଼ କାର୍ଯ୍ୟନୁଷ୍ଠାନ

ଟାହିଟାପରା ବା ପରିହାସ ସହି ନପାରି ଉଭୟ ଆତ୍ମହତ୍ୟା କରିଥିଲେ । ପ୍ରଥମେ ୧୩ ତାରିଖରେ ସ୍ୱାମୀ ରମାକାନ୍ତଙ୍କ ମୃତ୍ୟୁ ହୋଇଥିବା ବେଳେ ଗତକାଲି ଅସୁସ୍ଥ ଥିବା ପତ୍ନୀ ସୁମତୀ ପରିଡ଼ାଙ୍କର ମଧ୍ୟ ମୃତ୍ୟୁ ହୋଇଯାଇଛି । 

  • Wednesday, 23 March 2022
Chocolate
ବିଷାକ୍ତ ଚକୋଲେଟ୍‌ ଖାଇ ଚାଲିଗଲା ୪ ନିରୀହ ଶିଶୁଙ୍କ ଜୀବନ

ଦୁଇ ଜଣ ପରିବାରର ୪ ଜଣ ଶିଶୁ ବିଷାକ୍ତ ଚକୋଲେଟ୍‌ ଖାଇ ମୃତ୍ୟୁବରଣ କରିଛନ୍ତି। ଉତ୍ତରପ୍ରଦେଶର ଖୁସିନଗରରେ ବୁଧବାର ଏହି ଅଭାବନୀୟ ଘଟଣା ଘଟିଛି। ପରିବାର ଳୋକଙ୍କ କହିବା ଅନୁଯାୟୀ, ଘରେ ବାହାରେ ପଡ଼ିଥିବା ଚକୋଲେଟ ଖାଇ ସେମାନଙ୍କର ମୃତ୍ୟୁ ଘଟିଛି।

Murder of Puri Jagannath Temple Servitor
ସେବାୟତ କୃଷ୍ଣଚନ୍ଦ୍ର ପ୍ରତିହାରୀ ହତ୍ୟା ମାମଲାର ୪ ଅଭିଯୁକ୍ତଙ୍କୁ ନେଇ କ୍ରାଇମ ସିନ୍ ରିକ୍ରିଏସନ କରିବ ପୋଲିସ

ପୁରୀ କୃଷ୍ଣଚନ୍ଦ୍ର ପ୍ରତିହାରୀ ହତ୍ୟା ମାମଲାର ୪ ଅଭିଯୁକ୍ତଙ୍କୁ କୋର୍ଟଚାଲାଣ କରିଛି ପୋଲିସ । କୁନମୁନ ସୁଆର, ଟୁଟୁ ମହାପାତ୍ର, ହରି ପଣ୍ଡା, ଜଗନ ଖଟେଇଙ୍କ ଡାକ୍ତରୀମାଇନା ପରେ ଏସଡିଜେଏମ କୋର୍ଟରେ ହାଜର କରାଯାଇଥିଲା ।

Manas Swain
ମାନସ ସ୍ୱାଇଁ ହତ୍ୟା ମାମଲା: କ୍ରାଇମ୍‌ବ୍ରାଞ୍ଚ ହାତକୁ ଗଲା ତଦନ୍ତ ଭାର, DGP ବଂଶଲ ଦେଲେ ନିର୍ଦ୍ଦେଶ

ଘଟଣାଟି ବିଭିନ୍ନ ଜିଲ୍ଲାରେ ସଂଗଠିତ ହୋଇଛି, ଏଣୁ ଗୋଟିଏ ଟିମ୍ ନୟାଗଡ଼, ଭୁବନେଶ୍ୱର ଏବଂ ଭଦ୍ରକରେ ତଦନ୍ତ କରିବ । ଅନ୍ୟ ଟିମ ମୁଖ୍ୟ ଅଭିଯୁକ୍ତ ଶର୍ମିଷ୍ଠାଙ୍କୁ ଗିରଫ କରିବାକୁ ମୁତୟନ ରହିବ ବୋଲି କହିଛନ୍ତି କ୍ରାଇମବ୍ରାଞ୍ଚ ଏଡିଜି ସଂଜୀବ ପଣ୍ଡା ।

Cameraman Manas Swain Murder Case
ଖୋଲୁଛି ହତ୍ୟା ଗୁମର: ନିଜ କାର୍‌ରେ ନିଜେ ଡ୍ରାଇଭ କରି ମାନସଙ୍କ ଶବ ନେଇଥିଲେ ଶର୍ମିଷ୍ଠା

ଶର୍ମିଷ୍ଠାଙ୍କ କାର୍‌ରେ ମାନସଙ୍କୁ ଅପହରଣ କରାଯାଇଥିଲା। ଅପହରଣ ସହ ମୃତଦେହକୁ ବି ଏହି କାର୍‌ରେ ନୟାଗଡ଼ ନିଆଯାଇଥିଲା। ‌ଏହାପରେ ମୃତଦେହ ନୟାଗଡ଼ରେ ପୋତି ଦିଆଯାଇଥିଲା। 

Human Skulls And Multiple Skeletons Found In Bhubaneswar
ଭୁବନେଶ୍ୱରରୁ ମିଳିଲା ଏକାଧିକ ନର କଙ୍କାଳ, ଭୟଭୀତ ଲୋକେ

ଗୋଟିଏ କି ଦୁଇଟି ନୁହେଁ, ଏକାଧିକ ନର କଙ୍କାଳ ଓ ଖପୁରୀ ରାସ୍ତାକଡ଼ ଆବର୍ଜନା ଭିତରେ ପଡ଼ି ରହିଛି। ଭୁବନେଶ୍ୱର ମଞ୍ଚେଶ୍ୱର ଥାନା ଇଞ୍ଜଣା ବ୍ରିଜ୍ ନିକଟରୁ ଏହି ନରକଙ୍କାଳ ସବୁ ମିଳିଛି।

Prime Accused Sarmistha Rout's Car Traced
କାର୍‌ ମିଳିଲା, ହେଲେ କୁଆଡ଼େ ଗଲେ ଶର୍ମିଷ୍ଠା ?

ବହୁ ଚର୍ଚ୍ଚିତ କ୍ୟାମେରାମ୍ୟାନ୍ ମାନସ ସ୍ୱାଇଁ ହତ୍ୟା ମାମଲାର ମୁଖ୍ୟ ଅଭିଯୁକ୍ତ ଶର୍ମିଷ୍ଠା ରାଉତଙ୍କ କାର୍ ଠାବ ହୋଇଛି। ଭୁବନେଶ୍ୱର ଏୟାରଫିଲ୍ଡ ଥାନା ସ୍କାଏ ଟାୱାର ଆପାର୍ଟମେଣ୍ଟ ଗ୍ୟାରେଜରୁ ଶର୍ମିଷ୍ଠାଙ୍କ କାର୍‌ ମିଳିଛି। 

କମେଣ୍ଟମରାକୁ କେନ୍ଦ୍ରକରି ଗୋଷ୍ଠୀ ସଂଘର୍ଷରୁ ହତ୍ୟା
BIG BREAKING ! ! କମେଣ୍ଟମରାରୁ ହତ୍ୟା କାଣ୍ଡ

ଗଞ୍ଜାମ ଜିଲ୍ଲା ହିଂଜିଳିକାଟୁ ଥାନା ପିତଳ ଛକରେ ବଡ଼ ଧରଣର ହତ୍ୟାକାଣ୍ଡ କମେଣ୍ଟମରାକୁ କେନ୍ଦ୍ର କରି ଗୋଷ୍ଠୀ ସଂଘର୍ଷ ହୋଇଥିବା ସୂଚନା ମିଳିଛି ।

ଥାନା ଆଗରେ ଚୋରା ଗାଡି ଦେଖିଲେ ସୋ ରୁମ୍ ପରି ଲାଗୁଛି..

ଧାଡି ଧାଡି ହୋଇ ରହିଛି ବୋଲେରୋ ଲାଗୁଛି କେଉଁ ଗାଡ଼ି ଷ୍ଟାଣ୍ଡ ଭଳି ପ୍ରକୃତରେ ଏ କେଉଁ ଗାଡ଼ି ଷ୍ଟାଣ୍ଡ କି ଗ୍ୟାରେଜ ନୁହେଁ। ଏ ହେଉଛି ବଲାଙ୍ଗିର ସଦର ଥାନା ପରିସରର ଦୃଶ୍ୟ। ଚୋରି ଗାଡି ସବୁ ଜବତ ହୋଇ ଏଠାରେ ରହିଛି ।

  • Tuesday, 22 March 2022
SARMISTHA NIRANJAN  RELATION
ଶର୍ମିଷ୍ଠା ଏବେ କେଉଁଠି?

ନିରଞ୍ଜନ ସେଠୀଙ୍କୁ ଭଲ ଲାଗୁନି ଜେଲ୍‌ ଖାଦ୍ୟ। ଏପଟେ କୁଆଡେ ଗଲେ ଶର୍ମିଷ୍ଠା କିଛି ଖୋଜ୍ ଖବର ମିଳୁନି । ତାଙ୍କୁ ଧରିବା ପାଇଁ ଜାଲ ବିଛାଇଛି ପୋଲିସ୍‌ ।

MANAS MURDER ACCUSED ARRESTED
ଆକାଶ ଖାଇଗଲା ନା ମାଟି ଗିଳିଦେଲା, କୁଆଡେ ଗଲେ ୱେବ୍ ଚ୍ୟାନେଲ୍ ମାଲିକାଣି?

କେଉଁଠି ଲୁଚିଛନ୍ତି ୱେବ୍‌ ମାଲିକାଣୀ ? ଭାଇ ଧରାପଡ଼ିଗଲା ହେଲେ ଶର୍ମିଷ୍ଠାଙ୍କୁ ପାଉନି ପୋଲିସ

KRUSHNA MURDER CRIME PLOT
ସେବାୟତ କୃଷ୍ଣ ପ୍ରତିହାରୀ ହତ୍ୟା ମାମଲାରେ ଧରାହେଲେ ଏଇ ଚାରି ଫେରାର ଅଭିଯୁକ୍ତ

କୁନମୁନ ସୁଆର, ଟୁଟୁ ମହାପାତ୍ର, ହରି ପଣ୍ଡା ଓ ଜଗନ ଖଟେଇ। ସେବାୟତ କୃଷ୍ଣ ପ୍ରତିହାରୀ ହତ୍ୟା ମାମଲାରେ ଧରାହେଲେ ଏଇ ଚାରି ଫେରାର ଅଭିଯୁକ୍ତ

Krushna Pratihari
କୃଷ୍ଣ ପ୍ରତିହାରୀ ହତ୍ୟା ମାମଲା: ଚିଲିକାରେ ୨ ରାତି କାଟିଥିଲେ ଅଭିଯୁକ୍ତ ! ଧରିବାକୁ ପୋଲିସ ପାଇଁ ଥିଲା ବଡ଼ ଚ୍ୟାଲେଞ୍ଜ

ବିସ୍ତୃତ ଭାବେ ସୂଚନା ଦେଇ ପୁରୀ ଏସ୍‌ପି କହିଛନ୍ତି ଏମାନଙ୍କୁ ଧରିବା ପୋଲିସ୍ ପାଇଁ ଥିଲା ବଡ଼ ଚ୍ୟାଲେଞ୍ଜିଂ । କାରଣ ତାଙ୍କ ଭିତରୁ କେହି ହେଲେ ଧରୁନଥିଲେ ମୋବାଇଲ୍ ଫୋନ୍ ।

Sarmistha Rout
ନିରଞ୍ଜନ-ଶର୍ମିଷ୍ଠା ନିଇତି ଚାଲିଥିଲା ଗପସପ, ଘଂଟା ଘଂଟା ଧରି ହେଉଥିଲେ କଥାବାର୍ତ୍ତା !

ଶର୍ମିଷ୍ଠାଙ୍କ ସହ ବାରମ୍ବାର କଥା ହେଉଥିଲେ ନିରଞ୍ଜନ । ଏପରିକି ସେ ଫେରାର ହେବା ଏବଂ ତାଙ୍କ ଫୋନ୍ ସୁଇଚ୍ ଅଫ୍ ହୋଇଯିବା ପରେ ବି ଶର୍ମିଷ୍ଠାଙ୍କ ପରିବାର ଲୋକଙ୍କୁ ନିରଞ୍ଜନ ଫୋନ୍ କରିଥିବା ପ୍ରମାଣ ପାଇଛି ପୋଲିସ ।

Sarmistha Rout
ମାନସ ହତ୍ୟା ମାମଲ: କେଉଁଠି ଲୁଚିଛନ୍ତି ୱେବ୍‌ ମାଲିକାଣୀ ? ଭାଇ ଧରାପଡ଼ିଗଲା ହେଲେ ଶର୍ମିଷ୍ଠାଙ୍କୁ ପାଉନି ପୋଲିସ

ପୋଲିସ ସୂଚନା ଅନୁସାରେ ପରମେଶ୍ୱର ବିଜୟଓ୍ୱାଡ଼ାରୁ ଧରା ପଡ଼ିଥିଲେ ବି ଶର୍ମିଷ୍ଠା ମିଳିନାହାନ୍ତି । ଏଠାରେ ପ୍ରଶ୍ନ ଉଠୁଛି, ଯଦି ପରମେଶ୍ୱର ବିଜୟଓ୍ୱାଡ଼ାରୁ ଧରାପଡ଼ିଲେ, ତାହେଲେ ତାରି ଯୋଜନାରେ ଫେରାର ମାରୁଥିବା ଶର୍ମିଷ୍ଠା ଗଲେ କୁଆଡ଼େ ?

Dibyashankar Mishra
କ୍ୟାମେରାମ୍ୟାନ ମାନସ ସ୍ୱାଇଁ ହତ୍ୟା ମାମଲାରେ ମନ୍ତ୍ରୀ ଦିବ୍ୟଶଙ୍କରଙ୍କ ପ୍ରତିକ୍ରିୟା, କହିଲେ..

ମାନସ ସ୍ୱାଇଁ ହତ୍ୟା ମାମଲାରେ ରହିଛି ଦୁଇ ମନ୍ତ୍ରୀଙ୍କ ସଂପୃକ୍ତି । ଏଭଳି କିଛି ଚାଞ୍ଚଲ୍ୟକର ଓ ସାଘାଂତିକ ଅଭିଯୋଗ କରିଛନ୍ତି ମାନସଙ୍କ ପତ୍ନୀ ଓ ଭାଇ । ଗୃହରାଷ୍ଟ୍ର ମନ୍ତ୍ରୀ ଦିବ୍ୟଶଙ୍କର ମିଶ୍ର ଓ ପ୍ରତାପ ଜେନାଙ୍କ ଏହି ହତ୍ୟା ମାମଲାରେ ସଂପୃକ୍ତି ରହିଛି ।