• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Crime Updates

Sharmista's brother arrested
କ୍ୟାମେରାମ୍ୟାନ ମାନସ ସ୍ୱାଇଁ ହତ୍ୟା ମାମଲା, ମୁଖ୍ୟ ଅଭିଯୁକ୍ତ ଶର୍ମିଷ୍ଠା ରାଉତଙ୍କ ଭାଇକୁ ଧରିଲା ପୋଲିସ

ବହୁ ଚର୍ଚ୍ଚିତ କ୍ୟାମେରାମ୍ୟାନ ମାନସ ସ୍ୱାଇଁ ହତ୍ୟା ମାମଲାରେ ପୋଲିସକୁ ଆଉ ଏକ ସଫଳତା । ମୁଖ୍ୟ ଅଭିଯୁକ୍ତ ଶର୍ମିଷ୍ଠା ରାଉତଙ୍କ ଭାଇକୁ ଧରିଲା ପୋଲିସ । ଶର୍ମିଷ୍ଠାଙ୍କ ଭାଇ ପରମେଶ୍ୱରଙ୍କୁ କବ୍‌ଜାକୁ ନେଇଛି ପୋଲିସ । ପରମେଶ୍ୱର ରାଉତଙ୍କୁ ବିଜୟୱାଡ଼ାରୁ ଧରିଛି ପୋଲିସ । ପରାମେଶ୍ୱର ବିଜୟୱାଡ଼ାରେ ରହି ଶର୍ମିଷ୍ଠାଙ୍କ ଫେରାର୍ ହେବା ନେଇ ପ୍ଲାନ କରିଥିଲେ । ଶର୍ମିଷ୍ଠା କେମିତି ଖସିଯାଇପାରିବେ, ସେନେଇ ପ୍ଲାନ୍ କରିଥିଲେ ପରମେଶ୍ୱର । ତେବେ ଶର୍ମିଷ୍ଠା କିନ୍ତୁ ବିଜୟୱାଡ଼ା ଯାଇନଥିବା ସୂଚନା ମିଳିଛି ।

Manas Swain
କ୍ୟାମେରା ମ୍ୟାନ୍ ମାନସ ହତ୍ୟା ମାମଲାରେ ପୋଲିସକୁ ତାତ୍ସଲ୍ୟ କଲା କଂଗ୍ରେସ

ମାନସ ହତ୍ୟା ମାମଲାରେ ମୁଖ୍ୟ ଅଭିଯୁକ୍ତ ଶର୍ମିଷ୍ଠା ହାଇକୋର୍ଟରେ ଆଗୁଆ ଜାମିନ୍ ଆବେଦନ କରୁଛନ୍ତି । ହେଲେ ପୋଲିସ୍ କିପରି ତାଙ୍କୁ ଧରି ପାରୁନି ? ଦୁଇ ଥର ଜେରା ପରେ ତାଙ୍କୁ କାହିଁକି ଛାଡ଼ି ଦେଇଥିଲା ବୋଲି କଂଗ୍ରେସ ପ୍ରଶ୍ନ କରିଛି ।

Manas Swain
ମାନସ ସ୍ୱାଇଁ ହତ୍ୟା ମାମଲା: ପୋଲିସକୁ ଆଉ ଏକ ସଫଳତା, ଶର୍ମିଷ୍ଠାଙ୍କ ଭାଇ ଗିରଫ

ଭଦ୍ରକ ପୋଲିସ ଖୋଳତାଡ଼ ଜାରି ରଖିଛି । ଓଡ଼ିଶା ବାହାରେ ତିିନିଟି ଟିମ୍ ଏବଂ ରାଜ୍ୟ ଭିତରେ ଶର୍ମିଷ୍ଠାଙ୍କୁ ଧରିବାକୁ ଟିମ୍‌ କାମରେ ଲାଗିଛି । ପୋଲିସ୍ କାହାରି ଚାପରେ ନାହିଁ, ତଦନ୍ତ ନିରପକ୍ଷ ଭାବେ ହେଉଛି ବୋଲି ଭଦ୍ରକ ଏସ୍‌ପି ଚରଣ ସିଂହ ମୀନା କହିଥିଲେ ।

 Prashant Jagaddev arrested
ଚିଲିକା ବିଧାୟକ ପ୍ରଶାନ୍ତ ଜଗଦ୍ଦେବ ଗିରଫ

ଚିଲିକା ବିଧାୟକ ପ୍ରଶାନ୍ତ ଜଗଦ୍ଦେବ ଗିରଫ । ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରୁ ବାହାରିବା ପରେ ତାଙ୍କୁ ଗିରଫ କରାଯାଇଛି । ଗିରଫ ନେଇ କେନ୍ଦ୍ରାଞ୍ଚଳ IG ନରସିଂହ ଭୋଳ ସୂଚନା ଦେଇଛନ୍ତି । ପ୍ରଥମେ ତାଙ୍କୁ ଭୁବନେଶ୍ୱର କୋର୍ଟରେ ହାଜର କରାଯିବ । ଏହା ପରେ ବାଣପୁର କୋର୍ଟ ନିଆଯିବ । ଲୋକଙ୍କ ଉପରେ ଗାଡ଼ି ମଡ଼ାଇବା ନେଇ ଜଗଦ୍ଦେବଙ୍କୁ ଗିରଫ କରାଯାଇଥିଲା ।

Prashant Jagdev
ବାହୁବଳୀ ବିଧାୟକ ପ୍ରଶାନ୍ତ ଜଗଦ୍ଦେବ ଗିରଫ

ବାଣପୁର ବ୍ଲକ ଅଫିସ ସାମ୍ନାରେ ପଞ୍ଚାୟତ ସମିତି ଅଧ୍ୟକ୍ଷ ନିର୍ବାଚନ ଦିନ ଲୋକଙ୍କ ଉପରେ ଗାଡ଼ି ମଡ଼ାଇଥିଲେ ବିଧାୟକ ।

Prime Accused Sarmistha Rout
ପୂର୍ବରୁ ଦୁଇ ଦୁଇ ଥର ଶର୍ମିଷ୍ଠାଙ୍କୁ ଡାକି ପୋଲିସ ଛାଡ଼ିଦେଇଥିଲା କାହିଁକି ?

ଶର୍ମିଷ୍ଠା ରାଉତଙ୍କ ଆଗୁଆ ଜାମିନ ଆବେଦନ ହାଇକୋର୍ଟରେ ଖାରଜ ହୋଇଛି।

Manas Murder
ମୋ ପୁଅ ହତ୍ୟା ପଛରେ ନେତା ମନ୍ତ୍ରୀ ବଡ଼ବଡ଼ିଆଙ୍କ ହାତ

କାନ୍ଦ ବୋବାଳିରେ ଫାଟିପଡ଼ୁଛି ଘର। କ୍ୟାମେରାମ୍ୟାନ୍ ମାନସ ସ୍ୱାଇଁଙ୍କ ମୃତ୍ୟୁ ପରେ ପରିବାର ଲୋକ ଭାଙ୍ଗି ପଡିଛନ୍ତି । ରହସ୍ୟମୟ ଭାବେ ମାନସଙ୍କ ହତ୍ୟା କରାଯିବା ପରେ ପରିବାର ଲୋକଙ୍କ ୨ ମନ୍ତ୍ରୀ ଦିବ୍ୟଶଙ୍କର ମିଶ୍ର ଓ ପ୍ରତାପ ଜେନା ଏବଂ ସାମ୍ବାଦିକା ଶର୍ମିଷ୍ଠା ରାଉତଙ୍କୁ ଦାୟୀ କରିଛନ୍ତି

Sevayat Murder Case
ସେବାୟତ କୃଷ୍ଣ ପ୍ରତିହାରୀ ହତ୍ୟା ମାମଲା: ଗିରଫ ଭୟରେ ବୋଟରେ ବିତାଇଥିଲେ ଦୁଇ ରାତି

ବରିଷ୍ଠ ସେବାୟତ କୃଷ୍ଣ ପ୍ରତିହାରୀ ହତ୍ୟା ମାମଲାରେ ଫେରାର ୪ ଅଭିଯୁକ୍ତ ଗିରଫ ନେଇ ସୂଚନା ଦେଲେ ପୁରୀ ଏସ୍ପି । କୁନମୁନ ସୁଆର, ଟୁଟୁ ମହାପାତ୍ର, ହରି ପଣ୍ଡା, ଜଗନ ଖଟେଇ କୋରାପୁଟରୁ ଗିରଫ ହେଲେ ବୋଲି ପୁରୀ ଏସ୍ପି କହିଛନ୍ତି ।

Cameraman Manas Swain Murder
କ୍ୟାମେରାମ୍ୟାନ୍ ମାନସ ସ୍ୱାଇଁଙ୍କ ପତ୍ନୀଙ୍କ ବିସ୍ଫୋରକ ବୟାନ: ଦୁଇ ମନ୍ତ୍ରୀ ସମ୍ପୃକ୍ତ

ଭୁବନେଶ୍ୱର: ବହୁଚର୍ଚ୍ଚିତ କ୍ୟାମେରାମ୍ୟାନ୍ ମାନସ ସ୍ୱାଇଁ ହତ୍ୟା ମାମଲାରେ ବିସ୍ଫୋରକ ବୟାନ ଦେଇଛନ୍ତି କ୍ୟାମେରାମ୍ୟାନ୍ ମାନସ ସ୍ୱାଇଁଙ୍କ ପତ୍ନୀ। ମାନସଙ୍କ ପତ୍ନୀ କହିଛନ୍ତି ଯେ ମନ୍ତ୍ରୀ ପ୍ରତାପ ଜେନା ଓ ଦିବ୍ୟଶଙ୍କର ମିଶ୍ରଙ୍କ ହାତ ରହିଛି। ବଡ଼ ନେତା ଓ ମନ୍ତ୍ରୀଙ୍କର ହାତ ଅଛି, ସେମାନଙ୍କୁ ଗିରଫ କରାଯାଉ।

Sebayat Murder
କୃଷ୍ଣ ପ୍ରତିହାରୀ ହତ୍ୟା ମାମଲାରେ ଫେରାର ୩ ଅଭିଯୁକ୍ତ ଗିରଫ

ସେବାୟତ କୃଷ୍ଣ ପ୍ରତିହାରୀଙ୍କୁ ହତ୍ୟା ପାଇଁ ହୋଇଥିଲା ୩୦ ଲକ୍ଷର ଡିଲ୍ । ବହୁଚର୍ଚ୍ଚିତ ଗୁନ ସିଂହାରୀ ହତ୍ୟାର ପ୍ରତିଶୋଧ ପାଇଁ ହୋଇଛି କୃଷ୍ଣଙ୍କୁ ମର୍ଡର । ଫେରାର ୩ ଅଭିଯୁକ୍ତଙ୍କୁ ଅଟକ ରଖିଲା ପୁରୀ ପୋଲିସ ।

Fraud Marriage
ବରଯାତ୍ରୀ ନଆସିବାରୁ ଲୋକଙ୍କ ମନରେ ହେଲା ସନ୍ଦେହ, ଆଉ ତାପରେ...

ଗତକାଲି ବର ବେଶରେ ଯୁବକ ଜଣକ ଗୋଟିଏ ଗାଡିରେ ଆସିଥିଲେ।

Cameraman Manas Swain Murder Case
ମୁଖ୍ୟ ଅଭିଯୁକ୍ତ ଶର୍ମିଷ୍ଠା ରାଉତଙ୍କ ଆଗୁଆ ଜାମିନ ଆବେଦନ ଖାରଜ

ତଥ୍ୟ ହାସଲ ଲାଗି ଜେରା ପାଇଁ ୨ ଜଣଙ୍କୁ ରିମାଣ୍ଡରେ ନେବ ପୋଲିସ।

ସାଙ୍ଘାତିକ୍‌, ସଙ୍ଗୀନ...ସେବାୟତ କୃଷ୍ଣ ପ୍ରତିହାରୀଙ୍କ ହତ୍ୟା ପାଇଁ ହୋଇଥିଲା ୩୦ ଲକ୍ଷ ଡିଲ୍‌?

ସାଙ୍ଘାତିକ୍‌, ସଙ୍ଗୀନ...ସେବାୟତ କୃଷ୍ଣ ପ୍ରତିହାରୀଙ୍କ ହତ୍ୟା ପାଇଁ ହୋଇଥିଲା ୩୦ ଲକ୍ଷ ଡିଲ୍‌?

Puri Sevayat
ଗୁନ ସିଂହାରି ହତ୍ୟାକାଣ୍ଡର ବଦ୍‌ଲା ! ଜିରୋ ରେଞ୍ଜରୁ ଫାୟାରିଂ ପାଇଁ ହୋଇଥିଲା ଏତେ ବଡ଼ ଡିଲ୍‌

ଗିରଫ ଅଭିଯୁକ୍ତମାନେ ହେଲେ କାଳିଆ ସିଂହାରୀ, ଦୋଳଗୋବିନ୍ଦ ସିଂହାରୀ, ମୁନା ପାତ୍ର, ସନ୍ଦୀପ ଜେନା, କାଳୁ ପାଣିଗ୍ରାହୀ ଓ ବାବା ମହାପାତ୍ର । କୃଷ୍ଣ ପ୍ରତିହାରୀଙ୍କୁ ହତ୍ୟା ପଛରେ ଏମାନଙ୍କ ମଧ୍ୟରୁ କାହାର ଥିଲା କେଉଁ ରୋଲ୍ ?

OIS OFFICER_ARREST_ON_MANAS_MURDER_
ମାନସଙ୍କୁ ମାରିଦେଲା ମେମୋରିଚିପ୍‌? ଜାଣନ୍ତୁ କଣ ଥିଲା ପୂରା କାହାଣୀ?

ମାନସଙ୍କୁ ମାରିଦେଲା ମେମୋରିଚିପ୍‌? ଜାଣନ୍ତୁ କଣ ଥିଲା ପୂରା କାହାଣୀ?

Niranjan Sethi
କ୍ୟାମେରାମ୍ୟାନ୍ ମାନସ ସ୍ୱାଇଁ ହତ୍ୟା ମାମଲାରେ ଆଳୁ ଖୋଳୁ ଖୋଳୁ ମହାଦେବ !

ଚିପ୍‌ରେ କଣ ଥିଲା ଯେ, ମାନସଙ୍କୁ ମାରିଦିଆଗଲା ? କୁଆଡ଼େ ଗଲେ ଶର୍ମିଷ୍ଠାଙ୍କ ସହ ଆଉ ଜଣେ ମହିଳା ? ଏବେ ବି ଆଢୁଆଳରେ ରହିଯାଇଥିବା ଏଭଳି ଅନେକ ଦିଗର ଖୁଲାସା କରିପାରିନଥିବା ଚାନ୍ଦବାଲି ପୋଲିସ କହିଛି, ଛାନ୍‌ଭିନ୍ ଜାରି ରହିଛି। ସେପଟେ ଶର୍ମିଷ୍ଠାଙ୍କ ପ୍ରତି ନିରଂଜନଙ୍କ ଅହେତୁକ ଅନୁକମ୍ପାର ପ୍ରମାଣ ଲାଗିଛି ଓଟିଭି ହାତରେ ।

Cameraman Manas Swain Murder Case
ମିଳିଲା ବଡ଼ ପ୍ରମାଣ: ଅତି ନିଜର ଥିଲେ ଶର୍ମିଷ୍ଠା, ଅବସର ଦିନ ଲାଲେଲାଲ୍‌ କରିଦେଲେ ନିରଞ୍ଜନ

କ୍ୟାମେରାମ୍ୟାନ୍‌ ମାନସ ସ୍ୱାଇଁ ହତ୍ୟା ମାମଲାରେ ଚାଞ୍ଚଲ୍ୟକର ଓ ବଡ଼ ଖୁଲାସା ହୋଇଛି। ହତ୍ୟାକାଣ୍ଡ ପଛରେ ସୂଚନା ଓ ଲୋକ ସମ୍ପର୍କ ବିଭାଗର ପୂର୍ବତନ ନିର୍ଦ୍ଦେଶକ ନିରଞ୍ଜନ ସେଠୀଙ୍କ ସମ୍ପୃକ୍ତି ଥିବା ଜଣାପଡ଼ିଛି।

3 Members Of A Family Died In Rayagada
କିଏ ଜାଳି ଦେଲା ସୁନା ସଂସାର ? ଗଣଆତ୍ମହତ୍ୟା ନାଁ ଯୋଜନାବଦ୍ଧ ହତ୍ୟାକାଣ୍ଡ ?

କିଏ ଜାଳି ଦେଲା ସୁନା ସଂସାର ? ଗଣଆତ୍ମହତ୍ୟା ନାଁ ଯୋଜନାବଦ୍ଧ ହତ୍ୟାକାଣ୍ଡ ? ରାୟଗଡ଼ା ଜିଲ୍ଲା କଲ୍ୟାଣସିଂହପୁର ଥାନା ଅନ୍ତର୍ଗତ ଶିକାରପାଇ ଗାଁରେ ଗୋଟିଏ ପରିବାରର ୩ ମୃତ ଓ ୨ ଗୁରୁତର ଘଟଣା ଏବେବି ରହସ୍ୟ ଘେରରେ। 

Niranjan Sethi OIC
ମାନସ ହତ୍ୟା ମାମଲା: ଅପହରଣଠାରୁ ଶବ ପୋତିବା ପର୍ଯ୍ୟନ୍ତ, ପୁରା ଘଟଣାର ପ୍ଲାନ୍‌ କରିଥିଲେ ନିରଞ୍ଜନ

ସବୁ ଘଟଣାର ଷଡ଼ଯନ୍ତ୍ର ରଚିଥିଲେ ଖୋଦ୍‌ ନିରଞ୍ଜନ ସେଠୀ । ଖାଲି ନିରଞ୍ଜନ ସେଠୀ ନୁହେଁ ଅନ୍ୟ ଜଣେ ଅଭିଯୁକ୍ତ ରଂଜନ ନାୟକ ମଧ୍ୟ ଗିରଫ ହୋଇଥିବା ସୂଚନା ରହିଛି । 

Camera Man Manas Swain
କ୍ୟାମେରାମ୍ୟାନ୍‌ ମାନସ ହତ୍ୟା ମାମଲାରେ ପ୍ରଶାସନିକ ଅଧିକାରୀ ନିରଞ୍ଜନ ସେଠୀ ଗିରଫ

ଆଇ ଆଣ୍ଡ ପିଆର୍‌ ବିଭାଗର ପୂର୍ବତନ ନିର୍ଦ୍ଦେଶକ ମଧ୍ୟ ଥିଲେ । ନିରଞ୍ଜନଙ୍କ ଗିରଫ ନେଇ ଚାନ୍ଦବାଲି ଏସ୍‌ଡିପିଓଙ୍କ ସୂଚନା ।

Camera man Murder Case
ବହୁଚର୍ଚ୍ଚିତ କ୍ୟାମେରାମ୍ୟାନ୍ ହତ୍ୟା ମାମଲାରେ ଧରାପଡ଼ିଲେ ଆଉ ୨ !

ପ୍ରଥମେ ଜଣେ ଅଭିଯୁକ୍ତଙ୍କୁ ଧରିବା ପରେ ଅପହରଣ ପରେ ହତ୍ୟାର ଫିଟିଥିଲା ଗୁମର।

Murder of Puri Jagannath Temple Servitor
ସେବାୟତଙ୍କୁ ହତ୍ୟା ପାଇଁ ଡିଲ୍‌ ହୋଇଥିଲା ୩୦ ଲକ୍ଷ ଟଙ୍କା

ଗୁନ ସିଂହାରୀ ହତ୍ୟାର ପ୍ରତିଶୋଧ ପାଇଁ ସେବାୟତଙ୍କୁ କରାଯାଇଥିଲା ହତ୍ୟା ! ଏଥିପାଇଁ ହୋଇଥିଲା ୩୦ ଲକ୍ଷ ଟଙ୍କାର ଡିଲ୍। ପୁରୀ ସେବାୟତ କୃଷ୍ଣଚନ୍ଦ୍ର ପ୍ରତିହାରୀ ହତ୍ୟା ମାମଲାରେ ୬ ଅଭିଯୁକ୍ତ ଗିରଫ ପରେ ଏସ୍‌ପି କନଓ୍ୱର ବିଶାଲ ସିଂହ ଏହି ସୂଚନା ଦେଇଛନ୍ତି।

Murder of Puri Jagannath Temple Servitor
ସେବାୟତ ହତ୍ୟା ଘଟଣାରେ ୬ ଗିରଫ: ହତ୍ୟା ପାଇଁ ଦିଆଯାଇଥିଲା ସୁପାରୀ

ସେବାୟତ କୃଷ୍ଣଚନ୍ଦ୍ର ପ୍ରତିହାରୀ ହତ୍ୟା ଘଟଣାରେ ୬ ଜଣଙ୍କୁ ଗିରଫ କରାଯାଇଛି। ଗିରଫ ୬ ଜଣଙ୍କ ମଧ୍ୟରେ ୨ ଜଣ ମୁଖ୍ୟ ଷଡ଼ଯନ୍ତ୍ରକାରୀ ଅଛନ୍ତି। ହତ୍ୟା ପାଇଁ ସୁପାରୀ ଦିଆଯାଇଥିଲା ବୋଲି ଜଣାପଡ଼ିଛି।

Youth Deadbody Found From River
ହୋଲି ଖେଳିବାକୁ ଯାଇଥିଲେ, ହେଲେ ଶବ ହୋଇ ଫେରିଲେ...ନଦୀରୁ ମିଳିଲା ମୃତଦେହ

କୁଆଖାଇ ନଦୀରୁ ଜଣେ ଯୁବକଙ୍କ ମୃତଦେହ ଉଦ୍ଧାର ହୋଇଛି। ଶନିବାର ଦିନ ଯୁବକ ଜଣ ସାଙ୍ଗମାନଙ୍କ ସହ ହୋଲି ଖେଳିବାକୁ ଯାଇଥିଲେ। ହେଲେ ଆଉ ଘରକୁ ଫେରି ନଥିଲେ।