IPC ଦଫା ୪୬୫, ୪୬୬, ୪୭୧, ୧୭୧-G ଏବଂ ୩୪ ରେ କାଗଜପତ୍ର ଜାଲିଆତି ଭଳି ସଙ୍ଗୀନ ଅଭିଯୋଗ ଲାଗିଛି ।
ଜୋର ଜବରଦସ୍ତ ବିବାହ କରିବା ପାଇଁ ଯୁବତୀଙ୍କୁ ଅନ୍ୟ ରାଜ୍ୟକୁ ଚାଲଣ ଅଭିଯୋଗ । ଘଟଣାରେ ୩ ଜଣ ଗିରଫ ହୋଇଛନ୍ତି...
ବାଇକ୍ରେ ଯାଉଥିବା ବେଳେ ସିନାପାଲି ରାବଣ ଛକରେ ବାପପୁଅଙ୍କୁ ଉପରକୁ ଫାୟାରିଂ ହୋଇଛି ।
କେମିତି ହେଲା ବାଲେଶ୍ୱର ପ୍ରିନ୍ସ ରେସିଡେନ୍ସିଆଲ୍ କଲେଜ ଛାତ୍ରୀ ସାବିତ୍ରୀ ବେହେରାଙ୍କ ମୃତ୍ୟୁ ? ସତରେ କଣ ଦୁଇ ଶହ ଟଙ୍କା ଚୋରି ବିବାଦରୁ ଚାଲିଗଲା କି ମୟୁରଭଞ୍ଜ ଲୁହାକାନିର ପ୍ଲସଟୁ ଦ୍ୱିତୀୟ ବର୍ଷର ଛାତ୍ରୀଙ୍କ ଜୀବନ ? ଗୁରୁ ଯାଇ ଶୁକ୍ର ସରିଗଲା ସିନା ମୃତ୍ୟୁ ପଛର ପ୍ରମାଣ ଯୋଗାଡ଼ କରିପାରିନି ବାଲେଶ୍ୱର ପୋଲିସ ।
ପୋଲିସ୍ ଘଟଣାସ୍ଥଳରେ ପହଞ୍ଚି ଛାନ୍ଭିନ୍ କରୁଛି । ଏଥିରେ କାହାର କିଛି କ୍ଷତି ହୋଇନାହିଁ ।
ବିଲ୍ ଦେଖିଲେ ଜଣାପଡ଼ୁଛି କେମିତି ଚାଲିଛି କାରସାଦି । ଅଧିକାଂଶ ଉପଭୋକ୍ତାଙ୍କୁ ୩୦ ଦିନ ବଦଳରେ ୨୫ରୁ ୨୭ ଦିନର ବିଲ୍ ଦିଆଯାଉଛି । ଫଳରେ ବର୍ଷକୁ ୧୨ଟି ବଦଳରେ ୧୩ରୁ ୧୪ଟି ବିଲ୍ ଆସୁଛି ।
ଯୁବ ଇଞ୍ଜିନିୟରଙ୍କ ସନ୍ଦେହଜନକ ମୃତ୍ୟୁକୁ ନେଇ ରାଜଧାନୀରେ ହଇଚଇ
ଖାଲି ଏତିକି ନୁହେଁ, ଲିଙ୍ଗରାଜ ଥାନାରେ ବି ରୁଜୁ ହୋଇଛି ନନ୍ଦିନୀଙ୍କ ନାଁରେ ମାମଲା ।
ପୋଲିସ କାର୍ଯ୍ୟନୁଷ୍ଠାନ ନେଉ ନଥିବାରୁ ଥାନା ଆଗରେ କିରାସିନ ଢାଳି ଆତ୍ମାହୂତି ଉଦ୍ୟମ କଲେ ମହିଳା।
ନିଜେ ଶିକ୍ଷକତା କରୁଛନ୍ତି, କିନ୍ତୁ ଆଜିର ଦୁନିଆରେ ପୋଲିସ୍ ଉପରେ ବିଶ୍ୱାସ କରୁନାହାନ୍ତି। ଘରୁ ସୁନା ଓ ଟଙ୍କା ଚୋରି ହେବା ପରେ ଦାଣ୍ଡରେ କଳସ, ନଡ଼ିଆ ଓ ସିନ୍ଦୂର ରଖି ଚୋର ଧରିବାକୁ ଚେଷ୍ଟା କରୁଛନ୍ତି ଏଇ ଦମ୍ପତି । ସେପଟେ ପୋଲିସ କହିଲା…
ପ୍ରେମରେ ଧୋକା ଖାଇବା ପରେ ଭିଡ଼ିଓରେ ସମାଜକୁ ବାର୍ତ୍ତା ଦେଲେ ପ୍ରେମିକ। କହିଲେ, ଏମିତି ଝିଅକୁ ଭଲପାଅନି କି ମୋ ପରି ପସ୍ତାଅନି। ୬ ବର୍ଷ ପ୍ରେମ ସମ୍ପର୍କ ପରେ ପ୍ରେମିକା ଅନ୍ୟ ଜଣେ ଯୁବକଙ୍କ ସହ ସମ୍ପର୍କ ରଖିବାରୁ ଥାନାରେ ମାମଲା ଦାୟର କରି ଏମିତି କହିଲେ ପ୍ରେମିକ, ଜାଣନ୍ତୁ କଣ ଥିଲା ପୂରା ଘଟଣା
ସାମାନ୍ୟ କଥାକୁ ନେଇ ସ୍ୱାମୀସ୍ତ୍ରୀଙ୍କ ମଧ୍ୟରେ କଳହ ଦେଖା ଦେଇଥିଲେ । ଆଉ ତା’ପରେ ସାତ ଜନମର ସାଥୀକୁ କାଠ ଫାଳିଆରେ ପିଟି ମାରିଦେଲା ସ୍ତ୍ରୀ।
ଶିଖରଚଣ୍ଡୀ ପାହାଡ଼ ତଳୁ ଯୁବକଙ୍କ ମୃତଦେହ ଉଦ୍ଧାର ହୋଇଛି। ଘଟଣାସ୍ଥଳରୁ ଏକ ବାଇକ୍ ମିଳିଛି। ହତ୍ୟା ପରେ ମୃତଦେହକୁ ଜାଳି ଦେବାକୁ ଉଦ୍ୟମ କରାଯାଇଥିବା ଚର୍ଚ୍ଚା ହେଉଛି।
ସ୍ତ୍ରୀର ନିର୍ଯାତନାରେ ଅତିଷ୍ଠ ହେଲାଣି ସ୍ୱାମୀ । ମାମଲା ଏତେ ବଢିଗଲାଣି ଯେ, ଏମିତି ସ୍ତ୍ରୀ ସାଙ୍ଗରେ କେମିତି ରହିବେ ସେ କଥା ଚିନ୍ତା କରୁଛନ୍ତି ନିରଞ୍ଜନ ।
ଭୁବନେଶ୍ୱର ସିଆରପି ଛକରେ ଗୁଳିକାଣ୍ଡ...ଗୁଳିକାଣ୍ଡରେ ଛାତ୍ର କଂଗ୍ରେସ ନେତା ବିଭୂ ପ୍ରସାଦ ଜେନା ଅଳ୍ପକେ ବର୍ତ୍ତିଛନ୍ତି ।
ତା’ପରଦିନ ଘରୁ ସୁନା, ଟଙ୍କା ଧରି ଖସିଯାଇଛନ୍ତି ନିଜ ବାପଘରକୁ ।
ମେ’ ୧୨ ତାରିଖ । ବୈଦିକ ରୀତିନୀତି ଅନୁଯାୟୀ, ସଂପନ୍ନ ହୋଇଥିଲା ଉଭୟଙ୍କ ବିବାହ । ଅଗ୍ନିକୁ ସାକ୍ଷୀ ରଖି ପିପିଲି ଅଞ୍ଚଳର ଜଣେ ଯୁବତୀଙ୍କୁ ବିବାହ କରିଥିଲେ ବଳରାମ ।
ମାତିଛନ୍ତି ମାଫିଆ। କଳାପଥର, ବାଲି ଓ ମାଟି ସବୁକୁ ଲୁଟ୍ କରି ମାଲେ ମାଲ ହେଉଛନ୍ତି..କୋଟି କୋଟି ଟଙ୍କା ନିଜେ ରୋଜଗାର କରୁଛନ୍ତି..ଜିଲ୍ଲାର ରାଜସ୍ୱ କିନ୍ତୁ ଖାଲି। ଯିଏ ସାମ୍ନାକୁ ଆସୁଛି, ତାକୁ ଟଙ୍କା ଦେଉଛନ୍ତି ନହେଲେ ରାସ୍ତାରୁ ହଟାଇ ଦେଉଛନ୍ତି। ସବୁ ଜାଣିଶୁଣି ନିଦାବିଷ୍ଣୁ ସାଜିଛି ପ୍ରଶାସନ
ଆଇପିଏଲ୍କୁ ନେଇ ବ୍ରହ୍ମପୁରରେ ବେଟିଂ : ସୋସିଆଲ ମିଡିଆ ମାଧ୍ୟମରେ ଚାଲିଥିବା ବଡ଼ ରାକେଟକୁ ଧରିଲା ପୋଲିସ । ଘଟଣାରେ ମୁଖ୍ୟ ଅଭିଯୁକ୍ତ ସହିତ ୫ ବୁକି ଗିରଫ, ସାଢ଼େ ୪ ଲକ୍ଷରୁ ଅଧିକ ଟଙ୍କା ଜବତ ।
ଡିଜିଟାଲ୍ ଦୁଷ୍କର୍ମ ଅଭିଯୋଗରେ ଜେଲ୍ ଗଲେ ୮୧ ବର୍ଷୀୟ ବୃଦ୍ଧ...
ଦକ୍ଷିଣ ଉଷୁମାରେ ନାବାଳିକାଙ୍କୁ ଅପହରଣ ଓ ଦୁଷ୍କର୍ମ ଉଦ୍ୟମ ଘଟଣା । ଅଭିଯୁକ୍ତ ସମ୍ପର୍କୀୟ ବଡବାପାଙ୍କୁ ଗିରଫ କଲା ସଦର ଥାନା ପୋଲିସ । ଏହି ଘଚଟଣାରେ ପୀଡ଼ିତାଙ୍କ ୧୬୪ ବୟାନ ରେକର୍ଡ କଲା ପୋଲିସ ।
ଛୁଟି ନ ମିଳିବାରୁ ଅଗ୍ନିଶମ କର୍ମଚାରୀଙ୍କ ଆତ୍ମହତ୍ୟା ଅଭିଯୋଗ । ଗଂଜାମ ଆସ୍କା ଅଗ୍ନିଶମ କେନ୍ଦ୍ରରେ କାର୍ଯ୍ୟରତ ଦୟାନିଧି ମହନ୍ତଙ୍କର ଝୁଲନ୍ତା ମୃତଦେହ ବୁଢ଼ାକେନ୍ଦୁ ଜଙ୍ଗଲରୁ ଉଦ୍ଧାର କରାଯାଇଛି ।
ମୁହଁ ହାତଗୋଡ଼ ବନ୍ଧା ଅବସ୍ଥାରେ ଉଦ୍ଧାର ହେଲା ନାବାଳିକା ।
ପ୍ରମାଣ ଲୁଚାଇବାକୁ ଘରେ ଥିବା ଲୁଗା ଏବଂ ବହିଖାତାକୁ ଏକାଠି କରି ନିଆଁ ଲଗାଇ ଦେଇଥିଲା।
ଦୁର୍ନୀତିର ଚେର ଉପାଡ଼ିବାକୁ ପଣ କରିଛି ଭିଜିଲାନ୍ସ। ହେଲେ ସେହି ଭିଜିଲାନ୍ସ ବିଭାଗର ଅଧିକାରୀ ଏବେ ନିଜେ ପଡ଼ିଛନ୍ତି ଭିଜିଲାନ୍ସ ହାତରେ। ଏ ହେଲେ ଭିଜିଲାନ୍ସ ଇନ୍ସପେକ୍ଟର ମାନସୀ ଜେନା। ହଜାରେ କି ଲକ୍ଷେ ନୁହେଁ, ଲାଞ୍ଚ ନେଉଥିଲେ ୧୦ ଲକ୍ଷ ଟଙ୍କା।