ବନ୍ଧା ହେଲେ ରସିକିଆ ନକଲି ଡାକ୍ତର ରମେଶ ସ୍ୱାଇଁଙ୍କ ଦ୍ୱିତୀୟ ପତ୍ନୀ । ରମେଶଙ୍କ ଦ୍ୱିତୀୟ ପତ୍ନୀ କମଳା ସ୍ୱାଇଁଙ୍କୁ ଝାଡ଼ଖଣ୍ଡରୁ ଗିରଫ କଲା କମିଶନରେଟ୍ ପୁଲିସ୍ ।
ନୂଆ ତରିକାରେ ଶିଶୁପାଳଗଡ଼ ଇନ୍ଦିରାକଲୋନୀ ଏସବିଆଇ ଏଟିଏମ ଲୁଟ କରାଯାଇଛି । କେବଳ ଟଙ୍କା ନୁହେଁ ମେସିନ୍ ମଧ୍ୟ ନେଇ ପଳାଇ ଯାଇଛନ୍ତି ଲୁଟେରା ।
୩ ଦିନିଆ ରିମାଣ୍ଡରର ଆଜି ଦ୍ୱିତୀୟ ଦିନ। ମୁହାଁମୁହିଁ କରି ସତ ବାହାର କରୁଛି କ୍ରାଇମବ୍ରାଞ୍ଚ।
କ୍ରାଇମବ୍ରାଞ୍ଚ ପ୍ରଥମେ ଅଭିଯୁକ୍ତ ଶର୍ମିଷ୍ଠାକୁ ୫ ଦିନ ରିମାଣ୍ଡ ଆଣି ତଦନ୍ତ ଚଳାଇଥିବା ବେଳେ ପୁଣି ଦ୍ୱିତୀୟ ଥର ପାଇଁ ୩ ଦିନ ରିମାଣ୍ଡରେ ନେଇଛି ।
ବନ୍ଧୁକ ଦେଖାଇ ଲୁଟି ନେଲେ ୫୦ ଲକ୍ଷ ଟଙ୍କାର ସୁନା । ରାୟଗଡ଼ା ଶେଷଖାଲ ଥାନା ଅଞ୍ଚଳରୁ ସାମ୍ନାକୁ ଆସିଛି ଏହି ଘଟଣା ।
ଶାଳୀକୁ ଟାଙ୍ଗିଆରେ ହାଣି ହତ୍ୟା କଲା ଭିଣୋଇ । ପୂର୍ବ ଶତ୍ରୁତା ପାଇଁ ଚାଲିଗଲା ଜୀବନ ।
ବଡ଼ କଂପାନୀରେ ଚାକିରି କରାଇଦେବାକୁ କହି ବଡ଼ ଧରଣର ଠକେଇ । କୋରାପୁଟରୁ ଏଭଳି ସଙ୍ଗୀନ ଅଭିଯୋଗ ଆସିଛି ।
ଦେଶୀ ପିସ୍ତଲରେ ନିଜକୁ ଗୁଳି କରି ଗ୍ୟାରେଜ ଦୋକାନୀଙ୍କ ଆତ୍ମହତ୍ୟା। କୌଣସି କାରଣକୁ ନେଇ ଗତକାଲି ସକାଳେ ପତ୍ନୀଙ୍କ ସହ ତାଙ୍କର ପାଟିତୁଣ୍ଡ ହୋଇଥିଲା।
କ୍ୟାମେରାମ୍ୟାନ୍ ମାନସ ସ୍ୱାଇଁ ହତ୍ୟା ମାମଲାରେ ଶର୍ମିଷ୍ଠା ଆଣ୍ଡ କୋଙ୍କ ସରିଲା ପ୍ରଥମ ପର୍ଯ୍ୟାୟ କ୍ରାଇମବ୍ରାଞ୍ଚ ରିମାଣ୍ଡ । ଏବେ ଦ୍ୱିତୀୟ ପର୍ଯ୍ୟାୟର ରିମାଣ୍ଡକୁ ସାମ୍ନା କରିବେ ଶର୍ମିଷ୍ଠା ରାଉତ ଓ ସହଯୋଗୀ ଝୁନା ଭୋଇ । କାଲିଠୁ ଆରମ୍ଭ ହେବ ୩ଦିନିଆ ରିମାଣ୍ଡ ଅବଧି
୫ ଦିନ ପାଇଁ ରିମାଣ୍ଡରେ ନେବାକୁ କ୍ରାଇମବ୍ରାଞ୍ଚ କୋର୍ଟଙ୍କୁ ଅନୁରୋଧ କରିଥିଲା।
କ୍ୟାମେରାମ୍ୟାନ ମାନସ ସ୍ୱାଇଁ ହତ୍ୟା ମାମଲାର ଅଭିଯୁକ୍ତ ମାନଙ୍କୁ ଆଜି କୋର୍ଟରେ ହାଜର କରାଯିବ । ଚାନ୍ଦବାଲି JMFCରେ ହାଜର କରି କ୍ରାଇମବ୍ରାଞ୍ଚ ପୁଣିଥରେ ରିମାଣ୍ଡ ପାଇଁ ଆବେଦନ କରିପାରେ ।
ରାଉରକେଲାରେ ଜିଏସ୍ଟି ଠକେଇ ଅଭିଯୋଗରେ କେନ୍ଦ୍ରୀୟ GST ଟିମ୍ର ରେଡ୍ । ୧୦ କୋଟିରୁ ଊର୍ଦ୍ଧ୍ୱ GST ଠକେଇ ହୋଇଥିବା ସୂଚନା । ଘରୋଇ ସଂସ୍ଥା ଟପ୍ ଟେକ୍ର କାର୍ଯ୍ୟାଳୟ ସମେତ ୩ଟି ସ୍ଥାନରେ ରେଡ୍ କରାଯାଇଛି ।
କ୍ୟାମେରାମ୍ୟାନ ମାନସ ସ୍ୱାଇଁ ହତ୍ୟାକାଣ୍ଡ ଘଟଣାରେ ଅଭିଯୁକ୍ତଙ୍କ କ୍ରାଇମବ୍ରାଞ୍ଚ ରିମାଣ୍ଡ ସରିଛି । ଆଜି ଅଭିଯୁକ୍ତ ମାନଙ୍କୁ ଚାନ୍ଦବାଲି JMFC କୋର୍ଟରେ ହାଜର କରାଯିବ । ତେବେ ଏହି ଘଟଣାରେ ପୁଣି ଥରେ ରିମାଣ୍ଡ ଆବେଦନ କରିପାରେ କ୍ରାଇମ ବ୍ରାଞ୍ଚ ।
ସେଦିନ ଥିଲା ଫେବ୍ରୁୟାରୀ ୭ । ଚାନ୍ଦବାଲି ପଳାସପୁରରୁ ସକାଳୁ ମାନସଙ୍କୁ ଅପହରଣ କରି ଦୟାଲ ଆଶ୍ରମକୁ ଆଣିଥିଲେ ଶର୍ମିଷ୍ଠା ଓ ତାଙ୍କ ସହଯୋଗୀ ।
ଉଭୟ ସାକ୍ଷ୍ୟ ଓ ପ୍ରମାଣ ଆଧାରରେ ଅନୁପ ସାଏଙ୍କୁ ଦୋଷୀ ସାବ୍ୟସ୍ତ କରିବା ସହ ଆଜୀବନ କାରାଦଣ୍ଡରେ ଦଣ୍ଡିତ କରିଛନ୍ତି କୋର୍ଟ ।
କ୍ୟାମେରାମ୍ୟାନ୍ ମାନସ ସ୍ୱାଇଁ ହତ୍ୟା ମାମଲାରେ ବଡ଼ ଖୁଲାସା ହୋଇଛି। ମୁଖ୍ୟ ଅଭିଯୁକ୍ତ ଶର୍ମିଷ୍ଠା ରାଉତଙ୍କୁ ନିରଞ୍ଜନ ସେଠୀ ଫେରାର କରାଇଥିବା ନେଇ ଚାଞ୍ଚଲ୍ୟକର ତଥ୍ୟ ସାମ୍ନାକୁ ଆସିଛି।
ପରିତ୍ୟକ୍ତ କୂଅରୁ ଯୁବତୀଙ୍କ ମୃତଦେହ ଉଦ୍ଧାର ହୋଇଛି। ପ୍ରେମିକା ଅଣଦେଖା କରିବା ଯୋଗୁ ପ୍ରତିଶୋଧ ପରାୟଣ ହୋଇ ପ୍ରେମିକ, ପ୍ରେମିକାର ତଣ୍ଟି ଚିପି ହତ୍ୟା କରିଥିବା ପୋଲିସ କହିଛି।
କ୍ରାଇମ ସିନ୍ ରିକ୍ରିଏସନ୍, ଘଣ୍ଟା ଘଣ୍ଟାର ଜେରା,ଏକାଧିକ ପ୍ରଶ୍ନ...ଗତ ୪ ଦିନ ଧରି କ୍ୟାମେରାମ୍ୟାନ୍ ମାନସ ସ୍ୱାଇଁ ହତ୍ୟା ମାମଲାରେ କିଛି ଏଭଳି ଭାବେ ତଦନ୍ତ କରୁଛି କ୍ରାଇମବ୍ରାଞ୍ଚ।
କ୍ରାଇମ ସିନ୍ ରିକ୍ରିଏସନ୍, ଘଣ୍ଟା ଘଣ୍ଟାର ଜେରା,ଏକାଧିକ ପ୍ରଶ୍ନ...ଗତ ୪ ଦିନ ଧରି କ୍ୟାମେରାମ୍ୟାନ୍ ମାନସ ସ୍ୱାଇଁ ହତ୍ୟା ମାମଲାରେ କିଛି ଏଭଳି ଭାବେ ତଦନ୍ତ କରୁଛି କ୍ରାଇମବ୍ରାଞ୍ଚ।
ସୋରରେ ଅବସରପ୍ରାପ୍ତ ଅଧ୍ୟାପକଙ୍କୁ ହତ୍ୟା, ପତ୍ନୀ ମଧ୍ୟ ଗୁରୁତର ଅବସ୍ଥାରେ ଥିବାର ସୂଚନା ମିଳିଛି । ବିଲ ଭିତରୁ ଅବସରପ୍ରାପ୍ତ ଅଧ୍ୟାପକଙ୍କ କ୍ଷତାକ୍ତ ମୃତଦେହ ଠାବ ହୋଇଛି ।
ମାନସ ମର୍ଡର ମିଷ୍ଟ୍ରିର ମହାଖୁଲାସା କଲେ ମାଡ଼ାମ୍ ଶର୍ମିଷ୍ଠା । ଅପହରଣ, ହତ୍ୟା ଆଉ ଶବ ପୋତିବା ଯାଏଁ ସମସ୍ତ ଘଟଣାରେ ଦୋଷ ସ୍ୱୀକାର କରି ଗୋଟି ଗୋଟି କରି ଡେମୋ ଦେଖାଇଲେ । ୫ ଦିନିଆ ରିମାଣ୍ଡର ଚତୁର୍ଥ ଦିନରେ ମୁଖ୍ୟ ଅଭିଯୁକ୍ତ ଶର୍ମିଷ୍ଠା ରାଉତଙ୍କୁ ଧରି ଅପରାଧର ଛାପ ଥିବା ୩ଟି ଜିଲ୍ଲାକୁ ନେଇ କ୍ରାଇମବ୍ରାଞ୍ଚ ଡେମୋ କରାଇଛି ।
କ୍ୟାମେରାମ୍ୟାନ୍ ମାନସଙ୍କୁ ଚାନ୍ଦବାଲିରୁ କେମିତି ହେଲା ଅପହରଣ ? ଭୁବନେଶ୍ୱର ଦୟାଲ ଆଶ୍ରମରେ କେମିତି କରାଯାଇଥିଲା ହତ୍ୟା ? ନୟାଗଡ଼ ରଣପୁରରେ ଶବ ପୋତି ଦିଆଗଲା କେମିତି
କ୍ରାଇମବ୍ରାଞ୍ଚ ଆଗରେ ସବୁ ସତ ଓଗାଳିଲେ ମୁଖ୍ୟ ଅଭିଯୁକ୍ତ ଶର୍ମିଷ୍ଠା
ଭୁବନେଶ୍ୱର ଦୟାଲ ଆଶ୍ରମରେ ମୁଖ୍ୟ ଅଭିଯୁକ୍ତ ଶର୍ମିଷ୍ଠା ରାଉତଙ୍କୁ ନେଇ କ୍ରାଇମବ୍ରାଞ୍ଚ ଟିମ୍ କ୍ରାଇମ ସିନ୍ ରିକ୍ରିଏସନ୍ କରିଛି। ଏହି ସମୟରେ ଶର୍ମିଷ୍ଠା କାନ୍ଦି ପକାଇଥିବା ଜଣାପଡ଼ିଛି। ଯାହାର ଭିଡିଓ ଏବେ ସାମ୍ନାକୁ ଆସିଛି।
ନାବାଳିକାକୁ ଦୁଷ୍କର୍ମ ପରେ ଖୁଣ୍ଟରେ ବାନ୍ଧି ନିର୍ଯାତନା। ଥାନାକୁ ଯିବାରୁ ପୀଡିତାଙ୍କୁ ଅଭିଯୁକ୍ତର ପରିବାର ନିସ୍ତୁକ ପିଟିଥିବା ଅଭିଯୋଗ ହୋଇଛି। ନାବାଳିକା ଜଣକ ଗର୍ଭବତୀ ହେବା ପରେ ପୁରା ଘଟଣା ସାମ୍ନାକୁ ଆସିଥିଲା।