ପାଗଳ ହୋଇଗଲେ ଯୁବକ। ଜାଣିପାରିଲେନି ଏଇଟା ମାୟାବିନୀର ମାୟା ଜାଲ। ବାସ୍ ପ୍ରେମରେ ପାଗଳ ହୋଇ ଆକାଉଣ୍ଟ କରିଦେଲେ ଖାଲି
ଗୋଟିଏ ଦିନରେ ପୁରୀରେ ୨ଟି ମର୍ଡର ହୋଇଛି। ଗୋଟିଏପଟେ ଶ୍ରୀମନ୍ଦିର ପରିଚାଳନା କମିଟିର ପୂର୍ବତନ ସଦସ୍ୟଙ୍କୁ ଗୁଳି କରି ହତ୍ୟା କରାଯାଇ ଥିବାବେଳେ ଅନ୍ୟପକ୍ଷେ ପୁଅର କଟୁରି ଚୋଟରେ ମା’ର ମୃତ୍ୟୁ ହୋଇଛି।
ଉତ୍ତରପ୍ରଦେଶ ମଥୁରାରୁ ଉଦ୍ଧାରରୁ ହେଲେ ରମାଦେବୀ ବିଶ୍ୱବିଦ୍ୟାଳୟର ନିଖୋଜ ୨ ଦୃଷ୍ଟିହୀନ ଛାତ୍ରୀ। ମଥୁରା ଷ୍ଟେସନରୁ ରେଲ୍ୱେ ପୋଲିସ ୨ ଛାତ୍ରୀଙ୍କୁ ଉଦ୍ଧାର କରିଛନ୍ତି।
ରାସ୍ତାକଡ଼ରୁ ଯୁବତୀଙ୍କ ରକ୍ତ ଜୁଡ଼ୁବୁଡ଼ୁ ମୃତଦେହ ଉଦ୍ଧାର। ଯୁବତୀଙ୍କୁ କେହି ପଥରରେ ଛେଚି ହତ୍ୟା କରିଥିବା ସନ୍ଦେହ କରାଯାଉଛି। ହତ୍ୟାକାଣ୍ଡର କାରଣ ସ୍ପଷ୍ଟ ହୋଇନାହିଁ।
ନୟାଗଡ଼ କ୍ୟାମେରାମ୍ୟାନ ମାନସ ସ୍ୱାଇଁ ହତ୍ୟା ପଛରେ ଲେଡ଼ି ଲିଙ୍କ୍ । ମାସକ ତଳେ ସଂଘଟିତ ରହସ୍ୟଜନକ ଅପରାଧ ପଛରେ ରାଜଧାନୀର ଏକ ୱେବ ପୋର୍ଟାଲ୍ ମାଲିକାଣୀଙ୍କ ସଂପୃକ୍ତି ଆଶଙ୍କା, ଚାଞ୍ଚଲ୍ୟ ଖେଳାଇ ଦେଇଛି ।
ରୋଜଗାରିଆ ଭେଣ୍ଡିଆ ପୁଅକୁ ହରାଇବା ପରେ ବେସାହାରା ମାଆ କଣ ବା ଆଉ ମାଗିବ । ଆଜି ସେମିତି ଜଣେ ମାଆ ମାଗୁଛି ପୁଅ ହତ୍ୟାର ବରାବର ହିସାବ ।
ଶିଖରଙ୍କ ନାଁରେ ଆର୍ମସ୍ ଆକ୍ଟ ଓ ୩୦୭ ଧାରାରେ ପୋଲିସ ମାମଲା ରୁଜୁ କରିଛି ।
ଟୁକୁର ଘର ପରଜଙ୍ଗ ଥାନା ଗଡ଼ପଳାଶୁଣି ଗାଁରେ । ସେ ଗତ ଦୁଇ ବର୍ଷ ହେବ ଅନୁଗୁଳ ଜିଲ୍ଲା ବଅଁରପାଳ ଥାନା ପୁରୁକିଆ ଗାଁର ଦିଲ୍ଲୀପ କୁମାର ଜେନାଙ୍କ ସ୍ତ୍ରୀ ସୁନିତା ଜେନାଙ୍କୁ ଭଲ ପାଇ ଆସୁଥିଲେ ।
ବିନା ଆରଟିଓ ଅନୁମତିରେ ମୋଡିଫାଏଡ କରିବା ଅପରାଧ ଅଟେ।
ସୁଶାନ୍ତ ମଦ୍ୟପାନ କରି ଟ୍ରକ ନେଇ ଘରକୁ ଆସିବା ପରେ ଅକ୍ଷୟକୁ ଡାକିଥିଲା।
ନିର୍ବାଚନରେ ହାରିଗଲେ ସ୍ୱାମୀ। ଗାଁ ଲୋକଙ୍କ ଟାହିଟାପରା ସହିପାରିଲେନି ସ୍ୱାମୀ । ଶୋଇବା ଘରେ ବେକରେ ଦଉଡ଼ି ଦେଇ କଲେ ଆତ୍ମହତ୍ୟା। ସେପଟେ, ମାନିସକ ଭାରସ୍ୟାମ ହରାଇ ବିଷ ପିଇଦେଲେ ସ୍ତ୍ରୀ। ନୂଆ ସରପଂଚ କହିଲେ ।
ପ୍ରଥମେ ଜଣେ ଅଭିଯୁକ୍ତଙ୍କୁ ଧରିବା ପରେ ଅପହରଣ ପରେ ହତ୍ୟାର ଫିଟିଥିଲା ଗୁମର।
ନାବାଳିକାର ମୃତଦେହକୁ ଧରି ରାସ୍ତା ଅବରୋଧ କରିଥିବାବେଳେ ଛାତିପଟା କାନ୍ଦରେ ଫାଟି ପଡୁଛି ସାରା ଇଲାକାା
ମୁଁ ବିବାହ କରିଥିବା ନେଇ ସ୍ତ୍ରୀ ଜାଣିନଥିଲେ।
ମାନସିକ ଭାରସାମ୍ୟ ହରାଇ ଶୋଇବା ଘରେ ପଙ୍ଖାରେ ଦଉଡି ଦେଇ ଝୁଲି ପଡ଼ିଥିଲେ।
ଡାକ୍ତରଖାନାରେ ରୋଗୀ-ଡାକ୍ତର ପିଟାପିଟି। ଗୋଇଠା, ମୁଥ ଠେଙ୍ଗାରେ କଥାବାର୍ତ୍ତା। କେତେବେଳେ କିଏ କାହାକୁ ମୁଥ, ଗୋଇଠା ମାରିଲାଣି ତ ଆଉ କେତେବେଳେ ବାଡି ଧରି ଆକ୍ରମଣ କଲାଣି। ଯାହାର ଦୃଶ୍ୟ ଏବେ ସୋସିଆଲ ମିଡିଆରେ ଭାଇରାଲ ହୋଇଛି। କଳାହାଣ୍ଡି ଜିଲ୍ଲା ଧର୍ମଗଡ଼ ଉପଖଣ୍ଡ ଚିକିତ୍ସାଳୟରେ ଏଭଳି କିଛି ଦୃଶ୍ୟ ଦେଖିବାକୁ ମିଳିଛି। ଚିକତ୍ସା ପାଇଁ ଆସିଥିବା ରୋଗୀଙ୍କୁ ଡାକ୍ତର କୌଣସି କାରଣବଶତଃ ଆକ୍ରମଣ କରିଥିବା ଜଣାପଡ଼ିଛି
ଭିଜିଲାନ୍ସ ଜାଲରେ ଯନ୍ତ୍ରୀ । ଯନ୍ତ୍ରୀଙ୍କ ଘରେ ଭିଜିଲାନ୍ସ ରେଡ୍ । ଭୁବନେଶ୍ୱରରେ କାର୍ଯ୍ୟରତ ସହକାରୀ କାର୍ଯ୍ୟନିର୍ବାହୀ ଯନ୍ତ୍ରୀ ଅଜୟ ମିଶ୍ରଙ୍କ ଘରେ ରେଡ୍ କରୁଛି ଭିଜିଲାନ୍ସ । ଆୟ ବହିର୍ଭୂତ ସଂପତ୍ତି ଠୁଳ ଅଭିଯୋଗରେ ୬ଟି ସ୍ଥାନରେ ଭିଜିଲାନ୍ସ ପକ୍ଷରୁ ଚଢଉ ହେଉଛି ।
ସ୍କୁଲ୍ରୁ ମିଳିଲା ପିସ୍ତଲ। ଶ୍ରେଣୀଗୃହ ସଫା କରିବା ବେଳେ ଏକ କଠୋରୀରୁ ପିସ୍ତଲ ମିଳିଛି। ଯାହାକୁ ନେଇ ଅଭିଭାବକଙ୍କ ମହଲରେ ତୀବ୍ର ପ୍ରତିକ୍ରିୟା ପ୍ରକାଶ ପାଇଛି।
ଶେୟାର ମାର୍କେଟ ଆଡଭାଇଜରୀ ସଂସ୍ଥା ନାଁରେ ଚାଲୁଛି ଚିଟ୍ଫଣ୍ଡ କାରବାର। ଶେୟାର ମାର୍କେଟ କାରବାର ନାଁରେ ୧୦ କୋଟିରୁ ଅଧିକ ଟଙ୍କାର ଠକେଇ ଅଭିଯୋଗରେ କ୍ରାଇମବ୍ରାଞ୍ଚ ଅର୍ଥନୈତିକ ଅପରାଧ ଶାଖା ୨ ଜଣଙ୍କୁ ଗିରଫ କରିଛି।
ଫିଲ୍ମ ‘ପୁଷ୍ପା’ରେ କ୍ଷୀର ଗାଡ଼ିରେ ସିକ୍ରେଟ୍ ଚ୍ୟାମ୍ବର କରି ଚନ୍ଦନ କାଠ ଚାଲାଣ ହେଉଥିଲା। ଠିକ୍ ସେହିଭଳି କଣ୍ଟେନରରେ ସିକ୍ରେଟ୍ ଚ୍ୟାମ୍ବର କରି ମଦ ଚୋରା କାରବାର କରୁଥିବା ଜଣେ ମାଷ୍ଟରମାଇଣ୍ଡକୁ ଅବକାରୀ ବିଭାଗର ଫ୍ଲାଇଙ୍ଗ ସ୍କ୍ୱାଡ୍ ଗିରଫ କରିଛି।
ଗଞ୍ଜେଇ ମାଫିଆଙ୍କୁ ସହଯୋଗ ଅଭିଯୋଗରେ ବନ୍ଧା ହେଲେ ASI। ବାହାର ରାଜ୍ୟକୁ ଗଞ୍ଜେଇ ଚୋରା ଚାଲାଣ ହେଉଥିବା ଏବଂ ଏଥିରେ ପୋଲିସ ASI ସମ୍ପୃକ୍ତ ଥିବା ଅଭିଯୋଗରେ ତାଙ୍କୁ ଗିରଫ କରାଯାଇଛି।
ପ୍ରଶାନ୍ତ ଜଗଦ୍ଦେବଙ୍କ ଗାଡି ମଡା ଘଟଣାକୁ ନେଇ ସବୁ ମହଲରୁ ନିନ୍ଦା। ତେବେ ଚିଲିକା ବିଧାୟକଙ୍କ ଗୁଣ୍ଡାଗିରି ନୂଆ ନୁହେଁ। ପୂର୍ବରୁ ଅନେକ ଥର ନିଜ କାରନାମାକୁ ନେଇ ବିବାଦରେ ରହିଛନ୍ତି ଏହି ଜନ ପ୍ରତିନିଧି।
ଏମଏଲଏ ପ୍ରଶାନ୍ତ ଜଗଦେବ ଗାଡ଼ି ମଡ଼ାଇ ଦେଇଛନ୍ତି।
ବିଧାୟକଙ୍କ ବିରୋଧରେ ହତ୍ୟା ଉଦ୍ୟମ ଦଫା ଲାଗିଛି।
ସମିତି ସଭ୍ୟାଙ୍କ ଗାଡ଼ିକୁ ଗୁଳି ସହ ୨ ଜଣଙ୍କୁ ଅପହରଣ ହୋଇଥିବାର ଅଭିଯୋଗ ହୋଇଛି ।