କଟକ ବଡ଼ ମେଡିକାଲର ୱେବସାଇଟ୍ ହ୍ୟାକ । ଆଜି ସକାଳେ ଏସ୍ସିବି ମେଡିକାଲ କଲେଜ ଓ ହସ୍ପିଟାଲର ୱେବସାଇଟ୍ ହ୍ୟାକ୍ ହୋଇଥିବା ଜଣାପଡ଼ିଛି । ସକାଳେ ୱେବସାଇଟ୍ ଖୋଲିବା ପରେ ହ୍ୟାକ୍ ହୋଇଥିବା ଜଣାପଡ଼ିଥିଲା । ତେବେ ୱେବସାଇଟ୍କୁ ରିଷ୍ଟୋର କରିବା ଲାଗି ପଦକ୍ଷେପ ନିଆ ଯାଇଥିବା ସୂଚନା ମିଳିଛି ।
ଭୁବନେଶ୍ୱରରୁ ନେଇ ସମ୍ବଲପୁର ଅଇଁଠାପାଲିରେ ଘର ଭଡ଼ା ନେଇ ରଖିଥିଲା..ଶେଷରେ ପୋଲିସ ହାବୁଡ଼ରେ ପଡ଼ିଛି ରସିକିଆ ଟ୍ୟୁସନ ମାଷ୍ଟର.. ୨ ନାବାଳିକା ଛାତ୍ରୀଙ୍କୁ ଉଦ୍ଧାର କରି ସଖି ସେଣ୍ଟରରେ ରଖିଛି ପୋଲିସ..
ଜଣକୁ ୱାର୍କ ଅର୍ଡର ଦେବାକୁ କହି ୩ ଜଣ ଠକିଥିଲେ। ନିଜକୁ IAS, ଯନ୍ତ୍ରୀ ଓ RAW ଅଧିକାରୀ କହି ୩ ଜଣ ଠକିଥିଲେ।
ମମିତା ମେହେର ହତ୍ୟାକାଣ୍ଡର ମୁଖ୍ୟ ଖଳନାୟକ ଗୋବିନ୍ଦ ସାହୁ ନିରାଶ ହେଇଛି.. କୋର୍ଟ ତା'ର ଜାମିନ ଆବେଦନକୁ ଖାରଜ କରିଦେଇଛନ୍ତି..
ପାସ୍ ହେବା ପାଇଁ ପରୀକ୍ଷାର୍ଥୀ କପି କରିଥାନ୍ତି। କିଏ ଯୋତା ଭିତରେ କପି ନେଇଥାଏ ତ ଆଉ କିଏ ପ୍ୟାଣ୍ଟ ଭିତରେ କପି ନେଇ ପରୀକ୍ଷାରେ ଲେଖିଥାନ୍ତି। ହେଲେ ପୋଲିସ ପରୀକ୍ଷାରେ ଏମିତି କପିର ମାଷ୍ଟର ପ୍ଲାନ୍ କରିଥିଲେ ଯୁବକ। ୱିଗ୍ ଭିତରେ ରଖିଥିଲେ ବ୍ଲୁଟୁଥ୍ ଓ କାନ ଭିତରେ ରଖିଥିଲେ ଇୟରଫୋନ୍...
ସମ୍ବଲପୁରରୁ ଧରାପଡ଼ିଲେ ଛାତ୍ରୀଙ୍କୁ ଧରି ପଳାଇଥିବା ଟ୍ୟୁସନ୍ ସାର୍ । ଭୁବନେଶ୍ୱରରୁ ଦୁଇ ନାବାଳିକା ଛାତ୍ରୀଙ୍କୁ ଧରି ପଳାଇଥିବା ସାରଙ୍କୁ ସମ୍ବଲପୁରରୁ ଗିରଫ କରିଛି ପୋଲିସ୍ । ଅଇଁଠାପାଲି ଅଞ୍ଚଳରେ ଅଭିଯୁକ୍ତ ଜଣକ ଥିବା ଖବର ପାଇଥିଲା ପୋଲିସ୍ । ଏହାପରେ ଚଢ଼ାଉ କରି ଟ୍ୟୁସନ୍ ସାର୍ ଓ ଦୁଇ ଛାତ୍ରୀଙ୍କୁ ଉଦ୍ଧାର କରାଯାଇଛି ।
ବାଦଶାହ ମଲ୍ଲିକ୍ ଅଣ୍ଡର ୱାର୍ଲ୍ଡ ସହ ମିଶି ଦେଶ ବିଦେଶକୁ ଚୋରା ଚାଲାଣ କରୁଥିଲା ରକ୍ତ ଚନ୍ଦନ କାଠ । ଗୁଇନ୍ଦା ଖବର ପାଇବା ପରେ ଇଡି ପକ୍ଷରୁ ରକ୍ତ ଚନ୍ଦନ କାଠ ଚୋରା ଚାଲାଣ ହେଉଥିବା ବିଭନ୍ନ ସ୍ଥାନରେ ଚଢ଼ାଉ କରାଯାଇଥିଲା । ଜାଲରେ ପଡିଗଲା କୁଖ୍ୟାତ ମାଫିଆ ।
ପ୍ରଥମେ ଜୋର ଜବରଦସ୍ତ ଶାରୀରିକ ସମ୍ପର୍କ ରଖିଲେ । ତାପରେ ହାତ କାଟି ବିବାହ କଲେ, ଆଉ ତା ପରେ ଗାଏବ ।
ଟ୍ୟୁସନ୍ ଟିଚରଙ୍କ ନାଁରେ ସାଘାଂତିକ ଅଭିଯୋଗ । ଦୁଇ ନାବାଳିକା ଛାତ୍ରୀଙ୍କୁ ଅପହରଣ କରିଥିବା ନେଇ ଚାଞ୍ଚଲ୍ୟକର ଅଭିଯୋଗ ଆସିଛି । ରାଜଧାନୀ ଭୁବନେଶ୍ୱରରେ ଏପରି ଘଟଣା ଘଟିଛି । ବଡ଼ଗଡ଼ ଥାନାରେ ଏନେଇ ପରିବାର ଲୋକେ ଅଭିଯୋଗ କରିଛନ୍ତି । ଆଜି ଥାନାକୁ ଅଭିଭାବକ ଓ ବହୁ ମହିଳା ଆସି ଅଭିଯୋଗ କରିବା ସହ କଡ଼ା କାର୍ଯ୍ୟାନୁଷ୍ଠାନ ଦାବି କରିଛନ୍ତି ।
ପ୍ରତିମା ଧରୁଆ ଡାହାଣୀ ସନ୍ଦେହର ଶିକାର ହୋଇଥିବା ଜଣେ ବୃଦ୍ଧା। କଣ ଘଟିଯାଇଛି ତାଙ୍କ ସହ ତାହା ବର୍ଣ୍ଣନା କରିବା ପାଇଁ ବୋଧହୁଏ ଭାଷା ନାହିଁ
ଦିନ ଦ୍ୱିପହରେ ଯାଜପୁର ଜିଲ୍ଲା ଧର୍ମଶାଳା ତହସିଲ କାର୍ଯ୍ୟାଳୟରେ ଦେଖିବାକୁ ମିଳିଥିଲା ଏଭଳି ଅଭାବନୀୟ ଦୃଶ୍ୟ । ନିଜର ଏକ ଚକ ଜମି ବିକ୍ରି ଅନୁମତି ପାଇଁ ୩ ମାସ ହେଲା ବାର ଦୁଆର ଦୌଡୁଛନ୍ତି ସ୍ଥାନୀୟ ନେଉଳପୁର ଗାଁର ଅନିମା ରାଉତ ।
ଆନନ୍ଦପୁର ଆରଆଇ ସୀମା ସୀମନ୍ତିନୀ ସାହୁଙ୍କୁ ମରଣାନ୍ତକ ଆକ୍ରମଣ କରାଯାଇଥିବା ଅଭିଯୋଗ ହୋଇଛି । ଅଫିସ୍ ଭିତରେ ପଶି ଜଣେ ଯୁବକ ତାଙ୍କୁ କଟୁରୀରେ ଆକ୍ରମଣ କରିଥିବା ଜଣାପଡ଼ିଛି ।
ପର୍ଦ୍ଦାଫାସ ହେବ କି ଚିତ୍ତ ମୃତ୍ୟୁ ରହସ୍ୟ ? ବହୁଚର୍ଚ୍ଚିତ ପୁରୀର ଚିତ୍ତରଞ୍ଜନ ପଲେଇଙ୍କ ପୋଷ୍ଟମର୍ଟମ ରିପୋର୍ଟ ଆସିଛି ।
ଭିଡ଼ିଓଟି କେବେକାର ଏବଂ କାହିଁକି ସେ ସୁମିତଙ୍କଠାରୁ ୮ ଲକ୍ଷ ଟଙ୍କା ଦାବି କରିଥିଲେ, ସେନେଇ ତପସ୍ୱିନୀ ସ୍ପଷ୍ଟୀକରଣ ରଖିଛନ୍ତି । ସେ କହିଛନ୍ତି, ଘଟଣାଟି ବର୍ଷେ ତଳର ।
ପ୍ରାୟ ବର୍ଷକରେ ରାଜଧାନୀରୁ ସାଇବର ଳୁଟେରା ଲୁଟିନେଲେଣି ପ୍ରାୟ ୭ କୋଟି ଟଙ୍କା । ୫ ସହରରେ ଆଡ୍ଡା ଜମାଇଛନ୍ତି ସାଇବର ଫ୍ରଡର । ରାଜଧାନୀ ସହ ଅନେକ ସହରକୁ ଟାର୍ଗେଟ କରିଛନ୍ତି ସାଇବର ଲୁଟେରା । ଦେଖନ୍ତୁ ଏହି ରିପୋର୍ଟ ।
ପ୍ରାୟ ବର୍ଷକରେ ରାଜଧାନୀରୁ ସାଇବର ଳୁଟେରା ଲୁଟିନେଲେଣି ପ୍ରାୟ ୭ କୋଟି ଟଙ୍କା । ଲୁଟ୍ ଟଙ୍କାରୁ ଫେରିଛି ଏବଂ ବ୍ଲକ୍ ହୋଇପାରିଛି ମାତ୍ର ଦେଢ କୋଟି ଟଙ୍କା । ୫ ସହରରେ ଆଡ୍ଡା ଜମାଇଛନ୍ତି ସାଇବର ଫ୍ରଡର । ରାଜଧାନୀ ସହ ଅନେକ ସହରକୁ ଟାର୍ଗେଟ କରିଛନ୍ତି ଏହି ସାଇବର ଲୁଟେରା ।
ଝିଅକୁ ମାରିଦେଲା ମାଆ । ଦିନକ ତଳେ ଝଗଡ଼ା ହୋଇଥିଲା । ଆଉ ମାଆ ରାଗି ଯାଇ ଝିଅକୁ ଶିଳପୁଆରେ ଛେଛି ମାରି ଦେଇଛି ।
ପ୍ରାୟ ବର୍ଷକରେ ରାଜଧାନୀରୁ ସାଇବର ଳୁଟେରା ଲୁଟିନେଲେଣି ପ୍ରାୟ ୭ କୋଟି ଟଙ୍କା । ୫ ସହରରେ ଆଡ୍ଡା ଜମାଇଛନ୍ତି ସାଇବର ଫ୍ରଡର । ରାଜଧାନୀ ସହ ଅନେକ ସହରକୁ ଟାର୍ଗେଟ କରିଛନ୍ତି ସାଇବର ଲୁଟେରା । ଦେଖନ୍ତୁ ଏହି ରିପୋର୍ଟ ।
ଏମାନଙ୍କ ନାଁରେ ଜମି ଖଣ୍ଡେ ନାହିଁ। ଋଣ କ’ଣ ଏମାନେ ଜାଣନ୍ତି ନାହିଁ। ହେଲେ କୃଷିଋଣ ନାଁରେ କୋଟି କୋଟି ଟଙ୍କା ଏମାନଙ୍କ ନାମରେ ଉଠାଯାଇଛି। ଏମିତି ଜାଲିଆତିର ଗୁମର ଖୋଲିଛି...
ସେଥିରୁ କେବଳ ୨ ହଜାର ୮୭୨ ଅଭିଯୋଗ ରାଜଧାନୀରୁ ଆସିଛି । ପ୍ରାୟ ୧୧ ମାସ ମଧ୍ୟରେ କେବଳ ଭୁବନେଶ୍ୱରରୁ ଠକେଇ ହୋଇଛି । ୬ କୋଟି ୭୯ ଲକ୍ଷ ୮୫ ହଜାର ୩୪୪ ଟଙ୍କା । ସେଥି ମଧ୍ୟରୁ ମାତ୍ର କୋଟିଏ ୪୮ ଲକ୍ଷ ୧୧ ହଜାର ଟଙ୍କା ଫେରସ୍ତ ଓ ବ୍ଲକ୍ କରାଯାଇଛି ।
ବଲାଙ୍ଗିର ଅରବିନ୍ଦ ସିଂହ ହତ୍ୟା ମାମଲାରେ ପୋଲିସ ତନାଘନା ଜେରା ଆରମ୍ଭ କରିଦେଇଛି। ବଲାଙ୍ଗିର ସଦେଇପାଲିର ଏକ ଚାଷ ଜମିରୁ ମାରଣାସ୍ତ୍ର ଜବତ କରିଛି ପୋଲାସ।
ଯୋଜନା ବୋର୍ଡ ଉପାଧ୍ୟକ୍ଷ ସଞ୍ଜୟ ଦାସବର୍ମାଙ୍କ ସହଯୋଗୀ ଚିତ୍ତରଞ୍ଜନ ପଲେଇଙ୍କ ହତ୍ୟା ଘଟଣା । କ୍ରାଇମବ୍ରାଞ୍ଚ ADG ସଞ୍ଜୀବ ପଣ୍ଡା ପୁରୀ ଏସପିଙ୍କ କାର୍ଯ୍ୟାଳୟରେ ପହଞ୍ଚି ମାମଲା ସମ୍ପର୍କରେ ଆଲୋଚନା କରିଛନ୍ତି ...।
ବଲାଙ୍ଗିର ହତ୍ୟାକାଣ୍ଡର ମାଷ୍ଚରମାଇଣ୍ଡ କିଏ? କାହିଁକି ଘଟିଲା ଏମିତି ଜଘଣ୍ୟକାଣ୍ଡ?
ବୁର୍ଲା ଭିସୁଟରେ ପୁଣି ଇଞ୍ଜିନିଅରିଂ ଛାତ୍ରଙ୍କୁ ମାଡ଼ ... ଦ୍ୱିତୀୟ ବର୍ଷ ଛାତ୍ରଙ୍କୁ ସିନିଅର ଛାତ୍ର ମାଡ଼ ମାରିଥିବା ନେଇ ଅଭିଯୋଗ... ପୀଡ଼ିତଙ୍କ ପକ୍ଷରୁ ଲିଖିତ ଅଭିଯୋଗ ପରେ ବୁର୍ଲା ଥାନାରେ ମାମଲା ରୁଜୁ...|
ଆଜି ଚିତ୍ତରଞ୍ଜନଙ୍କ ଶବ ବ୍ୟବଚ୍ଛେଦ ରିପୋର୍ଟ ଆସିପାରେ। ଚିତ୍ତଙ୍କ ମୃତ୍ୟୁ ପଛର ଅସଲ କାରଣ କଣ ସେ ସମ୍ପର୍କରେ ବ୍ୟବଚ୍ଛେଦ ରିପୋର୍ଟ ପରେ ସ୍ପଷ୍ଟ ହୋଇପାରେ।