ସ୍ପେଶାଲ୍ ଏନଫୋର୍ସମେଂଟ୍ ଟିମ୍ ଗଠନ କରି କଟକର ବିଭିନ୍ନ ଗୁଡି ଦୋକାନରେ ଚଢାଉ କରାଯାଇଛି । ତେବେ ପ୍ରଶ୍ନ ଉଠିଛି ୨୦୧୬ରେ ମାଞ୍ଜା ସୂତା ଓ ପ୍ଲାଷ୍ଟିକ ସୂତା ଉପରେ ଯଦି ହାଇକୋର୍ଟ ବ୍ୟାନ ଲଗାଇଥିଲେ, ତା ହେଲେ ବେଧଡ଼କ ବ୍ୟବହାର ଚାଲିଛି କେମିତି ? କ’ଣ କରୁଛି ପୋଲିସ ?
ଯୌତୁକ ଜୁଇରେ ଜଳିଗଲା ଦୁଇ ବଧୂଙ୍କ ଜୀବନ। ଯୌତୁକ ନଦେଇପାରିବାରୁ ଜୀବନ ନେଇଗଲେ ଶ୍ୱଶୁର ଘର ଲୋକେ। ଯୌତୁକ ପାଇଁ କଟକ ଓ ଭଦ୍ରକ ଜିଲ୍ଲାରେ ୨ ମହିଳାଙ୍କ ଜୀବନ ଚାଲି ଯାଇଛି।
ମାଞ୍ଜା ସୂତା ପାଇଁ ଗୋଟିଏ ଦିନରେ ଦୁଇଟି ଅଘଟଣ ଘଟିଛି। କେଉଁଠି ଜୀବନ ନେଇଛି ମାଞ୍ଜା ସୂତା ତ ଆଉ କେଉଁଠି ଆହତ ହୋଇ ହସ୍ପିଟାଲ୍ରେ ଭର୍ତ୍ତି ହୋଇଛନ୍ତି ଯୁବକ।
ଗୁରୁତର ଅବସ୍ଥାରେ ସ୍ଥାନୀୟ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ହେଲେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ।
ପତି ପତ୍ନୀଙ୍କ ମଧୁର ସମ୍ପର୍କରେ ଲାଗିଲା ଦାଗ। ଯିଏ ସୁଖ, ଦୁଃଖରେ ଛିଡ଼ା ହେବା ପାଇଁ ସ୍ତ୍ରୀକୁ ବଚନ ଦେଇଥିଲେ, ଶେଷରେ ସବୁକିଛି ଭୁଲି ପିଶାଚ ସାଜିବାକୁ ମଧ୍ୟ ପଛାଇଲେ ନାହିଁ। ଦୁଷ୍କର୍ମ ପାଇଁ ପତ୍ନୀଙ୍କୁ ସାଙ୍ଗ ହାତରେ ଟେକି ଦେଇ ଜହ୍ଲାଦ ସାଜିଲା ସ୍ୱାମୀ।
ଗାଁ ଦାଣ୍ଡରେ ଜ୍ୱାଇଁଙ୍କୁ ପିଟିପିଟି ହତ୍ୟା। କାକା ଶ୍ୱଶୂର ଓ ୨ ଶାଳକ ପିଟିପିଟି ହତ୍ୟା କରିଥିବା ଅଭିଯୋଗ ହୋଇଛି। ବୌଦ୍ଧ ବାଉଁଶୁଣୀ ଥାନା ଅନ୍ତର୍ଗତ ବଲାକିରା ଗାଁରେ ଏହି ଅଭାବନୀୟ ଘଟଣା ଘଟିଛି।
ଆଧ୍ୟାତ୍ମିକତାର ସହର ପୁରୀ । ଯେଉଁଠି ଭକ୍ତଟିଏ ପାଦଦେଲେ ବିଭୋର ହୋଇଯାଏ, ମହାପ୍ରଭୁଙ୍କୁ ଦର୍ଶନ କରି ମୁକ୍ତିଲାଭ କରେ, କିନ୍ତୁ ସେହି ସହର ଏବେ ବନିଯାଇଛି ନିଶା ମାଫିଆଙ୍କ ଚରାଭୁଇଁ।
ଘଟଣାଦିନ ରାତିରେ କାହିଁକି ଚକ୍ରପଡ଼ାର ସେହି ଘରକୁ ଯାଇଥିଲା ଜଗନ୍ନାଥ, ତାକୁ ନେଇ ଉପୁଜିଥିଲା ବିବାଦ । ସେହି ବିବାଦରୁ ଚିତ୍ତରଂଜନଙ୍କୁ ହତ୍ୟା କରାଯାଇଥିବା କହିଛି କ୍ରାଇମବ୍ରାଞ୍ଚ ।
ସହରର ଜଗନ୍ନାଥ ବସ୍ତି, ମାର୍କଣ୍ଡେଶ୍ୱର ସାହି, ଗୋଖାସାହି, କୁମ୍ଭାରପଡା ସମେତ ସମୂଦ୍ର ବେଳାଭୂମି ଆଖପାଖ ଅନେକ ବସ୍ତିରେ ଚାଲିଛି ଏଭଳି ଅବାଧ ନିଶା ବେପାର। ଯାହାର ଲିଙ୍କ୍ ରହୁଛି ପଶ୍ଚିମବଙ୍ଗ।
ଆମେ ଭଦ୍ରକର ଏକ ମନ୍ଦିରରେ ବାହା ହୋଇଥିଲୁ। ଏମିତି ଅବସ୍ଥା ହେବ ବୋଲି ଜାଣିନଥିଲୁ।
ଉତ୍ତର ପ୍ରଦେଶର ଜଣେ ଅତର ବ୍ୟବସାୟୀଙ୍କ ଘରୁ ନଗଦ ୧୫୦ କୋଟି ଟଙ୍କାରୁ ଅଧିକ ଟଙ୍କା ଜବତ କରାଯାଇଥିବା ଜଣାପଡ଼ିଛି । ଏହା ଜିଏସଟି ଓ ଆୟକର ଅଧିକାରୀମାନେ କରିଛନ୍ତି ।
କଟକ ବଡ଼ ମେଡିକାଲର ୱେବସାଇଟ୍ ହ୍ୟାକ । ଆଜି ସକାଳେ ଏସ୍ସିବି ମେଡିକାଲ କଲେଜ ଓ ହସ୍ପିଟାଲର ୱେବସାଇଟ୍ ହ୍ୟାକ୍ ହୋଇଥିବା ଜଣାପଡ଼ିଛି । ସକାଳେ ୱେବସାଇଟ୍ ଖୋଲିବା ପରେ ହ୍ୟାକ୍ ହୋଇଥିବା ଜଣାପଡ଼ିଥିଲା । ତେବେ ୱେବସାଇଟ୍କୁ ରିଷ୍ଟୋର କରିବା ଲାଗି ପଦକ୍ଷେପ ନିଆ ଯାଇଥିବା ସୂଚନା ମିଳିଛି ।
ଭୁବନେଶ୍ୱରରୁ ନେଇ ସମ୍ବଲପୁର ଅଇଁଠାପାଲିରେ ଘର ଭଡ଼ା ନେଇ ରଖିଥିଲା..ଶେଷରେ ପୋଲିସ ହାବୁଡ଼ରେ ପଡ଼ିଛି ରସିକିଆ ଟ୍ୟୁସନ ମାଷ୍ଟର.. ୨ ନାବାଳିକା ଛାତ୍ରୀଙ୍କୁ ଉଦ୍ଧାର କରି ସଖି ସେଣ୍ଟରରେ ରଖିଛି ପୋଲିସ..
ଜଣକୁ ୱାର୍କ ଅର୍ଡର ଦେବାକୁ କହି ୩ ଜଣ ଠକିଥିଲେ। ନିଜକୁ IAS, ଯନ୍ତ୍ରୀ ଓ RAW ଅଧିକାରୀ କହି ୩ ଜଣ ଠକିଥିଲେ।
ମମିତା ମେହେର ହତ୍ୟାକାଣ୍ଡର ମୁଖ୍ୟ ଖଳନାୟକ ଗୋବିନ୍ଦ ସାହୁ ନିରାଶ ହେଇଛି.. କୋର୍ଟ ତା'ର ଜାମିନ ଆବେଦନକୁ ଖାରଜ କରିଦେଇଛନ୍ତି..
ପାସ୍ ହେବା ପାଇଁ ପରୀକ୍ଷାର୍ଥୀ କପି କରିଥାନ୍ତି। କିଏ ଯୋତା ଭିତରେ କପି ନେଇଥାଏ ତ ଆଉ କିଏ ପ୍ୟାଣ୍ଟ ଭିତରେ କପି ନେଇ ପରୀକ୍ଷାରେ ଲେଖିଥାନ୍ତି। ହେଲେ ପୋଲିସ ପରୀକ୍ଷାରେ ଏମିତି କପିର ମାଷ୍ଟର ପ୍ଲାନ୍ କରିଥିଲେ ଯୁବକ। ୱିଗ୍ ଭିତରେ ରଖିଥିଲେ ବ୍ଲୁଟୁଥ୍ ଓ କାନ ଭିତରେ ରଖିଥିଲେ ଇୟରଫୋନ୍...
ସମ୍ବଲପୁରରୁ ଧରାପଡ଼ିଲେ ଛାତ୍ରୀଙ୍କୁ ଧରି ପଳାଇଥିବା ଟ୍ୟୁସନ୍ ସାର୍ । ଭୁବନେଶ୍ୱରରୁ ଦୁଇ ନାବାଳିକା ଛାତ୍ରୀଙ୍କୁ ଧରି ପଳାଇଥିବା ସାରଙ୍କୁ ସମ୍ବଲପୁରରୁ ଗିରଫ କରିଛି ପୋଲିସ୍ । ଅଇଁଠାପାଲି ଅଞ୍ଚଳରେ ଅଭିଯୁକ୍ତ ଜଣକ ଥିବା ଖବର ପାଇଥିଲା ପୋଲିସ୍ । ଏହାପରେ ଚଢ଼ାଉ କରି ଟ୍ୟୁସନ୍ ସାର୍ ଓ ଦୁଇ ଛାତ୍ରୀଙ୍କୁ ଉଦ୍ଧାର କରାଯାଇଛି ।
ବାଦଶାହ ମଲ୍ଲିକ୍ ଅଣ୍ଡର ୱାର୍ଲ୍ଡ ସହ ମିଶି ଦେଶ ବିଦେଶକୁ ଚୋରା ଚାଲାଣ କରୁଥିଲା ରକ୍ତ ଚନ୍ଦନ କାଠ । ଗୁଇନ୍ଦା ଖବର ପାଇବା ପରେ ଇଡି ପକ୍ଷରୁ ରକ୍ତ ଚନ୍ଦନ କାଠ ଚୋରା ଚାଲାଣ ହେଉଥିବା ବିଭନ୍ନ ସ୍ଥାନରେ ଚଢ଼ାଉ କରାଯାଇଥିଲା । ଜାଲରେ ପଡିଗଲା କୁଖ୍ୟାତ ମାଫିଆ ।
ପ୍ରଥମେ ଜୋର ଜବରଦସ୍ତ ଶାରୀରିକ ସମ୍ପର୍କ ରଖିଲେ । ତାପରେ ହାତ କାଟି ବିବାହ କଲେ, ଆଉ ତା ପରେ ଗାଏବ ।
ଟ୍ୟୁସନ୍ ଟିଚରଙ୍କ ନାଁରେ ସାଘାଂତିକ ଅଭିଯୋଗ । ଦୁଇ ନାବାଳିକା ଛାତ୍ରୀଙ୍କୁ ଅପହରଣ କରିଥିବା ନେଇ ଚାଞ୍ଚଲ୍ୟକର ଅଭିଯୋଗ ଆସିଛି । ରାଜଧାନୀ ଭୁବନେଶ୍ୱରରେ ଏପରି ଘଟଣା ଘଟିଛି । ବଡ଼ଗଡ଼ ଥାନାରେ ଏନେଇ ପରିବାର ଲୋକେ ଅଭିଯୋଗ କରିଛନ୍ତି । ଆଜି ଥାନାକୁ ଅଭିଭାବକ ଓ ବହୁ ମହିଳା ଆସି ଅଭିଯୋଗ କରିବା ସହ କଡ଼ା କାର୍ଯ୍ୟାନୁଷ୍ଠାନ ଦାବି କରିଛନ୍ତି ।
ପ୍ରତିମା ଧରୁଆ ଡାହାଣୀ ସନ୍ଦେହର ଶିକାର ହୋଇଥିବା ଜଣେ ବୃଦ୍ଧା। କଣ ଘଟିଯାଇଛି ତାଙ୍କ ସହ ତାହା ବର୍ଣ୍ଣନା କରିବା ପାଇଁ ବୋଧହୁଏ ଭାଷା ନାହିଁ
ଦିନ ଦ୍ୱିପହରେ ଯାଜପୁର ଜିଲ୍ଲା ଧର୍ମଶାଳା ତହସିଲ କାର୍ଯ୍ୟାଳୟରେ ଦେଖିବାକୁ ମିଳିଥିଲା ଏଭଳି ଅଭାବନୀୟ ଦୃଶ୍ୟ । ନିଜର ଏକ ଚକ ଜମି ବିକ୍ରି ଅନୁମତି ପାଇଁ ୩ ମାସ ହେଲା ବାର ଦୁଆର ଦୌଡୁଛନ୍ତି ସ୍ଥାନୀୟ ନେଉଳପୁର ଗାଁର ଅନିମା ରାଉତ ।
ଆନନ୍ଦପୁର ଆରଆଇ ସୀମା ସୀମନ୍ତିନୀ ସାହୁଙ୍କୁ ମରଣାନ୍ତକ ଆକ୍ରମଣ କରାଯାଇଥିବା ଅଭିଯୋଗ ହୋଇଛି । ଅଫିସ୍ ଭିତରେ ପଶି ଜଣେ ଯୁବକ ତାଙ୍କୁ କଟୁରୀରେ ଆକ୍ରମଣ କରିଥିବା ଜଣାପଡ଼ିଛି ।
ପର୍ଦ୍ଦାଫାସ ହେବ କି ଚିତ୍ତ ମୃତ୍ୟୁ ରହସ୍ୟ ? ବହୁଚର୍ଚ୍ଚିତ ପୁରୀର ଚିତ୍ତରଞ୍ଜନ ପଲେଇଙ୍କ ପୋଷ୍ଟମର୍ଟମ ରିପୋର୍ଟ ଆସିଛି ।
ଭିଡ଼ିଓଟି କେବେକାର ଏବଂ କାହିଁକି ସେ ସୁମିତଙ୍କଠାରୁ ୮ ଲକ୍ଷ ଟଙ୍କା ଦାବି କରିଥିଲେ, ସେନେଇ ତପସ୍ୱିନୀ ସ୍ପଷ୍ଟୀକରଣ ରଖିଛନ୍ତି । ସେ କହିଛନ୍ତି, ଘଟଣାଟି ବର୍ଷେ ତଳର ।