ପ୍ରଥମେ ଜୋର ଜବରଦସ୍ତ ଶାରୀରିକ ସମ୍ପର୍କ ରଖିଲେ । ତାପରେ ହାତ କାଟି ବିବାହ କଲେ, ଆଉ ତା ପରେ ଗାଏବ ।
ଟ୍ୟୁସନ୍ ଟିଚରଙ୍କ ନାଁରେ ସାଘାଂତିକ ଅଭିଯୋଗ । ଦୁଇ ନାବାଳିକା ଛାତ୍ରୀଙ୍କୁ ଅପହରଣ କରିଥିବା ନେଇ ଚାଞ୍ଚଲ୍ୟକର ଅଭିଯୋଗ ଆସିଛି । ରାଜଧାନୀ ଭୁବନେଶ୍ୱରରେ ଏପରି ଘଟଣା ଘଟିଛି । ବଡ଼ଗଡ଼ ଥାନାରେ ଏନେଇ ପରିବାର ଲୋକେ ଅଭିଯୋଗ କରିଛନ୍ତି । ଆଜି ଥାନାକୁ ଅଭିଭାବକ ଓ ବହୁ ମହିଳା ଆସି ଅଭିଯୋଗ କରିବା ସହ କଡ଼ା କାର୍ଯ୍ୟାନୁଷ୍ଠାନ ଦାବି କରିଛନ୍ତି ।
ପ୍ରତିମା ଧରୁଆ ଡାହାଣୀ ସନ୍ଦେହର ଶିକାର ହୋଇଥିବା ଜଣେ ବୃଦ୍ଧା। କଣ ଘଟିଯାଇଛି ତାଙ୍କ ସହ ତାହା ବର୍ଣ୍ଣନା କରିବା ପାଇଁ ବୋଧହୁଏ ଭାଷା ନାହିଁ
ଦିନ ଦ୍ୱିପହରେ ଯାଜପୁର ଜିଲ୍ଲା ଧର୍ମଶାଳା ତହସିଲ କାର୍ଯ୍ୟାଳୟରେ ଦେଖିବାକୁ ମିଳିଥିଲା ଏଭଳି ଅଭାବନୀୟ ଦୃଶ୍ୟ । ନିଜର ଏକ ଚକ ଜମି ବିକ୍ରି ଅନୁମତି ପାଇଁ ୩ ମାସ ହେଲା ବାର ଦୁଆର ଦୌଡୁଛନ୍ତି ସ୍ଥାନୀୟ ନେଉଳପୁର ଗାଁର ଅନିମା ରାଉତ ।
ଆନନ୍ଦପୁର ଆରଆଇ ସୀମା ସୀମନ୍ତିନୀ ସାହୁଙ୍କୁ ମରଣାନ୍ତକ ଆକ୍ରମଣ କରାଯାଇଥିବା ଅଭିଯୋଗ ହୋଇଛି । ଅଫିସ୍ ଭିତରେ ପଶି ଜଣେ ଯୁବକ ତାଙ୍କୁ କଟୁରୀରେ ଆକ୍ରମଣ କରିଥିବା ଜଣାପଡ଼ିଛି ।
ପର୍ଦ୍ଦାଫାସ ହେବ କି ଚିତ୍ତ ମୃତ୍ୟୁ ରହସ୍ୟ ? ବହୁଚର୍ଚ୍ଚିତ ପୁରୀର ଚିତ୍ତରଞ୍ଜନ ପଲେଇଙ୍କ ପୋଷ୍ଟମର୍ଟମ ରିପୋର୍ଟ ଆସିଛି ।
ଭିଡ଼ିଓଟି କେବେକାର ଏବଂ କାହିଁକି ସେ ସୁମିତଙ୍କଠାରୁ ୮ ଲକ୍ଷ ଟଙ୍କା ଦାବି କରିଥିଲେ, ସେନେଇ ତପସ୍ୱିନୀ ସ୍ପଷ୍ଟୀକରଣ ରଖିଛନ୍ତି । ସେ କହିଛନ୍ତି, ଘଟଣାଟି ବର୍ଷେ ତଳର ।
ପ୍ରାୟ ବର୍ଷକରେ ରାଜଧାନୀରୁ ସାଇବର ଳୁଟେରା ଲୁଟିନେଲେଣି ପ୍ରାୟ ୭ କୋଟି ଟଙ୍କା । ୫ ସହରରେ ଆଡ୍ଡା ଜମାଇଛନ୍ତି ସାଇବର ଫ୍ରଡର । ରାଜଧାନୀ ସହ ଅନେକ ସହରକୁ ଟାର୍ଗେଟ କରିଛନ୍ତି ସାଇବର ଲୁଟେରା । ଦେଖନ୍ତୁ ଏହି ରିପୋର୍ଟ ।
ପ୍ରାୟ ବର୍ଷକରେ ରାଜଧାନୀରୁ ସାଇବର ଳୁଟେରା ଲୁଟିନେଲେଣି ପ୍ରାୟ ୭ କୋଟି ଟଙ୍କା । ଲୁଟ୍ ଟଙ୍କାରୁ ଫେରିଛି ଏବଂ ବ୍ଲକ୍ ହୋଇପାରିଛି ମାତ୍ର ଦେଢ କୋଟି ଟଙ୍କା । ୫ ସହରରେ ଆଡ୍ଡା ଜମାଇଛନ୍ତି ସାଇବର ଫ୍ରଡର । ରାଜଧାନୀ ସହ ଅନେକ ସହରକୁ ଟାର୍ଗେଟ କରିଛନ୍ତି ଏହି ସାଇବର ଲୁଟେରା ।
ଝିଅକୁ ମାରିଦେଲା ମାଆ । ଦିନକ ତଳେ ଝଗଡ଼ା ହୋଇଥିଲା । ଆଉ ମାଆ ରାଗି ଯାଇ ଝିଅକୁ ଶିଳପୁଆରେ ଛେଛି ମାରି ଦେଇଛି ।
ପ୍ରାୟ ବର୍ଷକରେ ରାଜଧାନୀରୁ ସାଇବର ଳୁଟେରା ଲୁଟିନେଲେଣି ପ୍ରାୟ ୭ କୋଟି ଟଙ୍କା । ୫ ସହରରେ ଆଡ୍ଡା ଜମାଇଛନ୍ତି ସାଇବର ଫ୍ରଡର । ରାଜଧାନୀ ସହ ଅନେକ ସହରକୁ ଟାର୍ଗେଟ କରିଛନ୍ତି ସାଇବର ଲୁଟେରା । ଦେଖନ୍ତୁ ଏହି ରିପୋର୍ଟ ।
ଏମାନଙ୍କ ନାଁରେ ଜମି ଖଣ୍ଡେ ନାହିଁ। ଋଣ କ’ଣ ଏମାନେ ଜାଣନ୍ତି ନାହିଁ। ହେଲେ କୃଷିଋଣ ନାଁରେ କୋଟି କୋଟି ଟଙ୍କା ଏମାନଙ୍କ ନାମରେ ଉଠାଯାଇଛି। ଏମିତି ଜାଲିଆତିର ଗୁମର ଖୋଲିଛି...
ସେଥିରୁ କେବଳ ୨ ହଜାର ୮୭୨ ଅଭିଯୋଗ ରାଜଧାନୀରୁ ଆସିଛି । ପ୍ରାୟ ୧୧ ମାସ ମଧ୍ୟରେ କେବଳ ଭୁବନେଶ୍ୱରରୁ ଠକେଇ ହୋଇଛି । ୬ କୋଟି ୭୯ ଲକ୍ଷ ୮୫ ହଜାର ୩୪୪ ଟଙ୍କା । ସେଥି ମଧ୍ୟରୁ ମାତ୍ର କୋଟିଏ ୪୮ ଲକ୍ଷ ୧୧ ହଜାର ଟଙ୍କା ଫେରସ୍ତ ଓ ବ୍ଲକ୍ କରାଯାଇଛି ।
ବଲାଙ୍ଗିର ଅରବିନ୍ଦ ସିଂହ ହତ୍ୟା ମାମଲାରେ ପୋଲିସ ତନାଘନା ଜେରା ଆରମ୍ଭ କରିଦେଇଛି। ବଲାଙ୍ଗିର ସଦେଇପାଲିର ଏକ ଚାଷ ଜମିରୁ ମାରଣାସ୍ତ୍ର ଜବତ କରିଛି ପୋଲାସ।
ଯୋଜନା ବୋର୍ଡ ଉପାଧ୍ୟକ୍ଷ ସଞ୍ଜୟ ଦାସବର୍ମାଙ୍କ ସହଯୋଗୀ ଚିତ୍ତରଞ୍ଜନ ପଲେଇଙ୍କ ହତ୍ୟା ଘଟଣା । କ୍ରାଇମବ୍ରାଞ୍ଚ ADG ସଞ୍ଜୀବ ପଣ୍ଡା ପୁରୀ ଏସପିଙ୍କ କାର୍ଯ୍ୟାଳୟରେ ପହଞ୍ଚି ମାମଲା ସମ୍ପର୍କରେ ଆଲୋଚନା କରିଛନ୍ତି ...।
ବଲାଙ୍ଗିର ହତ୍ୟାକାଣ୍ଡର ମାଷ୍ଚରମାଇଣ୍ଡ କିଏ? କାହିଁକି ଘଟିଲା ଏମିତି ଜଘଣ୍ୟକାଣ୍ଡ?
ବୁର୍ଲା ଭିସୁଟରେ ପୁଣି ଇଞ୍ଜିନିଅରିଂ ଛାତ୍ରଙ୍କୁ ମାଡ଼ ... ଦ୍ୱିତୀୟ ବର୍ଷ ଛାତ୍ରଙ୍କୁ ସିନିଅର ଛାତ୍ର ମାଡ଼ ମାରିଥିବା ନେଇ ଅଭିଯୋଗ... ପୀଡ଼ିତଙ୍କ ପକ୍ଷରୁ ଲିଖିତ ଅଭିଯୋଗ ପରେ ବୁର୍ଲା ଥାନାରେ ମାମଲା ରୁଜୁ...|
ଆଜି ଚିତ୍ତରଞ୍ଜନଙ୍କ ଶବ ବ୍ୟବଚ୍ଛେଦ ରିପୋର୍ଟ ଆସିପାରେ। ଚିତ୍ତଙ୍କ ମୃତ୍ୟୁ ପଛର ଅସଲ କାରଣ କଣ ସେ ସମ୍ପର୍କରେ ବ୍ୟବଚ୍ଛେଦ ରିପୋର୍ଟ ପରେ ସ୍ପଷ୍ଟ ହୋଇପାରେ।
ଚାପରେ ଚେପା ହୋଇଗଲା କି ଚିତ୍ତରଂଜନ ହତ୍ୟା ମାମଲାର ରୂପରେଖ ? ସେବା ଚିତ୍କାର କରୁଥିଲେ, ଏବେ ନରମିଗଲେ କେମିତି ? କଣ ପାଇଁ ମତ ବଦଳେଇଦେଲେ ପରିବାର ଲୋକେ?
କେବଳ ପତ୍ନୀ ନୁହଁନ୍ତି, ସମ୍ପର୍କୀୟ ମଧ୍ୟ କ୍ଷୁବ୍ଧ ହୋଇଉଠିଥିଲେ । ହେଲେ ସେଦିନର ସେହି ବୁକୁ ଫଟା ଚିତ୍କାର ଆଜି କିନ୍ତୁ ନରମିଗଲା ଭଳି ମନେହେଉଛି ।
ଏହି ଭାଇରାଲ ଭିଡିଓରେ ସ୍ପଷ୍ଟ ଜଣାପଡ଼ୁଛି ଯେ, ଦୁଇ ଜଣ ଦୁର୍ବୃତ୍ତ ଏକ ସ୍କୁଟିରେ ରାସ୍ତର ରଙ୍ଗ ସାଇଟ୍ରେ ଆସିଲେ । ସ୍କୁଟି ପଛରେ ବସିଥିବା ବ୍ୟକ୍ତି ହଠାତ୍ ଜଣେ ମହିଳାଙ୍କ ହାତରୁ ଫୋନ୍ ଝାମ୍ପି ନେଇ ଫେରାର ହେବାକୁ ଚେଷ୍ଟା କରିଥିଲେ ।
ଚିତ୍ତରଞ୍ଜନ ହତ୍ୟା ମାମଲାରେ ପତ୍ନୀଙ୍କୁ କ୍ରାଇମ୍ ବ୍ରାଞ୍ଚ ଜେରା କରିଛି । ଚିତ୍ତରଞ୍ଜନଙ୍କୁ ନେଇ ରାଜନୀତି କରନ୍ତୁ ନାହିଁ ବୋଲି କହିଛନ୍ତି ପରିବାର
ଚିତ୍ତରଞ୍ଜନଙ୍କ ପତ୍ନୀଙ୍କୁ ଜେରା କ୍ରାଇମ୍ ବ୍ରାଞ୍ଚ ଜେରା କରିଛି । ପଚାରିଲେ ଚିତ୍ତରଞ୍ଜନ କେତେ ବର୍ଷ ଧରି ତୁମକୁ LOVE କରୁଥିଲେ ।
ବିଜେଡି ନେତା ତଥା ଯୋଜନା ବୋର୍ଡ ଉପାଧ୍ୟକ୍ଷ ସଞ୍ଜୟ ଦାସବର୍ମାଙ୍କ ସହଯୋଗୀ ଚିତ୍ତ ରଞ୍ଜନ ପଲେଇଙ୍କ ମୃତ୍ୟୁ ମାମଲାରେ ଆଜି ଜଗା ଘରକୁ ଯାଇ କ୍ରାଇମ୍ବ୍ରାଞ୍ଚ ଖୋଳତାଡ଼ କରିଛି। ଚିତ୍ତଙ୍କ ମୃତ୍ୟୁ ଘଟଣାର ପୂର୍ବ ରାତିରେ ଭୋଜି ହୋଇଥିଲା।
ତପସ୍ୱିନୀ ଲାଇଫ୍ ବର୍ବାଦ୍ କଲେଣି, ଆହୁରି କରିଚାଲିଛନ୍ତି । ଏହାସତ୍ତ୍ୱେ ବି କାହିଁକି ସେ ମୋ ସହ ରହିବାକୁ ଚାହୁଁଛନ୍ତି ବୋଲି ପ୍ରଶ୍ନ କରିଛନ୍ତି । ମୋର ବି ମୌଳିକ ଅଧିକାର ଅଛି, ସ୍ୱାଧୀନତା ଅଛି । ମୁଁ ତପସ୍ୱିନୀ ଦ୍ୱାରା ପରିଚାଳିତ ନୁହେଁ ଯେ, ତାଙ୍କୁ ପଚାରି ସବୁକିଛି କରିବି ବୋଲି ସୁମିତ୍ କହିଛନ୍ତି ।