ସରକାରୀ ଚାକିରି କରିଛନ୍ତି କିନ୍ତୁ କୋଟି କୋଟି ଟଙ୍କାର ସମ୍ପତ୍ତି ରଖିଛନ୍ତି, ଯାହାର ହିସାବ ସେ ନିଜେ ବି ଦେଇ ପାରୁନାହାନ୍ତି।
ରାଜ୍ୟରେ ବଢିବାରେ ଲାଗିଛି ନବବଧୂ ମାମଲା, ନୟାଗଡ଼ରୁ ପୁଣି ସାମ୍ନାକୁ ଆସିଲା ନବବଧୂର ହତ୍ୟା ଘଟଣା
ଗୁପ୍ତଚରୀ ଘଟଣାର ସିବିଆଇ କିମ୍ବା ଏନ୍ଆଇଏ ତଦନ୍ତ କରାଇବା ଲାଗି ଦାବି କରି ଆଇନଜୀବୀ ଅରୁଣ କୁମାର ବୁଦ୍ଧିଆ ହାଇକୋର୍ଟରେ ଆବେଦନ କରିଥିଲେ । ହାଇକୋର୍ଟ ଏହାକୁ ଗ୍ରହଣ କରି ନୋଟିସ ଜାରି କରିଛନ୍ତି ।
କେବିଏନ୍ ଗ୍ରୁପ୍ର ଗୋଟିଏ ପରେ ଗୋଟିଏ ସଦସ୍ୟଙ୍କ ଘରେ ପଶି ଖାନ୍ତଲାସି କରୁଛି କମିଶନରେଟ୍ ପୋଲିସ । ଘର ଛାତ ଭାଙ୍ଗୁଛି, ଚଟାଣ ବି ତାଡ଼ୁଛି ପୋଲିସ ।
ମନ୍ଦିରରୁ ଚୋରି ହେବା ପରେ ଥାନାରେ ଅଭିଯୋଗ କଲେ ଲୋକେ, କିନ୍ତୁ ଏ ପର୍ଯ୍ୟନ୍ତ ପୋଲିସ ଅପରାଧୀକୁ ଧରିଲା ନାହିଁ
ସହର ମଧ୍ୟରେ ଚାଲିଥିଲା ଚୋରା ଗାଡ଼ିକୁ ଖଣ୍ଡ ଖଣ୍ଡ କରି କାଟି ପକାଉଥିଲେ କବାଡ଼ିଆ, ପୋଲିସ ପାଖରେ ଖବର ନଥିଲା...ଏବେ ଜଣାପଡ଼ିବା ପରେ ରେଡ୍ ମାରିଲା ଟାଉନ୍ ପୋଲିସ୍
ଆୟ ବହିର୍ଭୁତ ସଂପତ୍ତି ଠୁଳ ଅଭିଯୋଗରେ ଭୁବନେଶ୍ୱର ବାସଭବନ ସମେତ ୧୨ଟି ଜାଗାରେ ଏକକାଳୀନ ଚଢ଼ଉ କରିଛି ଭିଜିଲାନ୍ସ ଟିମ୍। ରାଜଧାନୀ ଉପକଣ୍ଠ ଗୋଠପାଟଣାରେ ଏକ ୫ ମହଲା କୋଠା ଓ IRC ଭିଲେଜର ଏନ୍-୬ରେ ଆଉ ଏକ ୪ ମହଲା କୋଠାର ସନ୍ଧାନ ମିଳିଛି।
ବାଲେଶ୍ୱର ନୂଆବଜାର ଅଞ୍ଚଳରୁ କୋଟିଏ ଟଙ୍କାର ବ୍ରାଉନସୁଗର ଜବତ । ପରିବା ବଜାରରୁ ୧ କେଜିରୁ ଅଧିକ ଓଜନର ବ୍ରାଉନସୁଗର ଜବତ
ଓଡ଼ିଶା ପୋଲିସ୍ ହାଉସିଂ କର୍ପୋରେସନ୍ OPHWCର ଡିଏମ୍ ପ୍ରତାପ ସାମଲଙ୍କ ଘରେ ଭିଜିଲାନ୍ସ ରେଡ୍ I ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ୧୨ଟି ସ୍ଥାନରେ ରେଡ୍
ଚେଙ୍ଗଙ୍କ ଘର ଆଜବେଷ୍ଟସ ଭାଙ୍ଗି ପୋଲିସ ପଶିଥିଲା । ଏହାସହ ଘରର ଚଟାଣ ଖୋଳି ଛାନ୍ଭିନ୍ କରିଥିଲା । ରାଜଧାନୀରେ ଆତଙ୍କରାଜ ସୃଷ୍ଟି କରିଥିବା କୋଇ ଭାଇ ନେହିଁ (କେବିଏନ୍) ଗ୍ରୁପ୍ର ଜଣେ ସଦସ୍ୟ ହେଉଛନ୍ତି ଚେଙ୍ଗ ।
ଚେଙ୍ଗଙ୍କ ଘର ଆଜବେଷ୍ଟସ ଭାଙ୍ଗି ପୋଲିସ ପଶିଥିଲା । ଏହାସହ ଘରର ଚଟାଣ ଖୋଳି ଛାନ୍ଭିନ୍ କରିଥିଲା । ରାଜଧାନୀରେ ଆତଙ୍କରାଜ ସୃଷ୍ଟି କରିଥିବା କୋଇ ଭାଇ ନେହିଁ (କେବିଏନ୍) ଗ୍ରୁପ୍ର ଜଣେ ସଦସ୍ୟ ହେଉଛନ୍ତି ଚେଙ୍ଗ ।
KBN ଗ୍ରୁପର ୨ ଜଣ ଗିରଫ। CRP ଛକ ଆକ୍ରମଣ ଘଟଣାରେ ଥିଲେ ସଂପୃକ୍ତ
କିନ୍ନରଙ୍କଠୁ ସୁନା ଅଳଙ୍କାର ଲୁଟ୍ ଓ ମାଡ଼ ମାରିବା ଅଭିଯୋଗରେ ପୋଲିସ କନଷ୍ଟେବଳ ଗିରଫ। ସମାନ ଅଭିଯୋଗରେ ପୋଲିସ କନଷ୍ଟେବଳଙ୍କ ସହ ଜଣେ ପୂର୍ବତନ ସରପଞ୍ଚ ବି ଗିରଫ ହୋଇଛନ୍ତି। ଶୁଣନ୍ତୁ ଏହାର ପୁରା ଘଟଣା ।
ଗୁଣ୍ଡାଙ୍କୁ ସାବାଡ୍ କରିବାକୁ କଡ଼ା ଆଇନ୍ ଆଣିବେ ରାଜ୍ୟ ସରକାର। ସଂଶୋଧନ ପାଇଁ କ୍ରାଇମବ୍ରାଞ୍ଚକୁ ଚିଠା ପ୍ରସ୍ତାବ ପଠାଇଛି ଗୃହ ବିଭାଗ । ପୋଲିସ ନୂଆ ଆଇନକୁ ସଠିକ୍ ଢଙ୍ଗରେ କାର୍ଯ୍ୟକାରୀ କରିବା ସହ ଦୋଷୀଙ୍କୁ ଦଣ୍ଡ ବିଧାନ କରିବା ଏକ ବଡ ଚ୍ୟାଲେଞ୍ଜ ହେବ I
ହାଟରେ ମେଲିଛି ମଦ ପସରା I ବିକ୍ରି ହେଉଛି ଆଦିବାସୀଙ୍କ ହାତ ତିଆରି ଭଳିକି ଭଳି ପାରମ୍ପରିକ ମଦ I ମାଲକାନଗିରି ପଣଷପୁଟ ସାପ୍ତାହିକ ହାଟରେ ଚାଲୁଛି ଓପନ୍ ବାର୍
ବିଗତ କିଛି ଦିନ ଧରି ବଢି ଚାଲିଥିବା ଗୁଣ୍ଡାଗିରି ବି ପୋଲିସ୍ ପାଇଁ ସାଜିଛି ମୁଣ୍ଡ ବିନ୍ଧାର କାରଣ। ଅଭିଯୋଗ ପ୍ରମାଣିତ ହେଲେ ଅଭିଯୁକ୍ତଙ୍କୁ ୭ରୁ ୧୦ ବର୍ଷ ପର୍ଯ୍ୟନ୍ତ ଜେଲ୍ ଦଣ୍ଡ ହୋଇପାରେ। ଏମିତିକି ଅପରାଧୀକୁ କୌଣସି ସରକାରୀ ଅଧିକାରୀ ସାହାଯ୍ୟ କରିଥିବା ଜଣାପଡିଲେ ଏହାକୁ ଗୁରୁତ୍ୱର ସହ ନେଇ ଦିଆଯିବ ଦଣ୍ଡ।
ମାଲକାନଗିରି ଜିଲ୍ଲା ସ୍ୱାଭିମାନ ଅଞ୍ଚଳରେ ଥିବା ପଣଷପୁଟ ହାଟରେ ସପ୍ତାହକୁ ଥରେ ମଦ ପସରା ଧରି ଏକାଠି ହୁଅନ୍ତି ଆଦିବାସୀ ।
ପୁଣି ଥରିଲା ବ୍ରହ୍ମଗିରି । ଦୀର୍ଘ ଦିନର ବ୍ୟବଧାନ ପରେ ପୁଣି ଅସାନ୍ତ ହୋଇଛି ବ୍ରହ୍ମଗିରି ଅଞ୍ଚଳ । ମାତ୍ର କେଇ ମିନିଟ୍ ଭିତରେ ପୁରା ଅଞ୍ଚ ହୋଇଗଲା ଧୁଆଁମୟ । ଗୋଟିଏ କି ଦୁଇଟି ନୁହେଁ ଫୁଟିଲା ୨୦ରୁ ଅଧିକ ବୋମା ।
ବ୍ରହ୍ମଗିରିର ସାତପଡ଼ା ଅଞ୍ଚଳରେ ଥିବା ନାଥପୁର ନିକଟରେ ଏଭଳି ବୋମାମାଡ଼ ହୋଇଛି । ଗୋଷ୍ଠି କନ୍ଦଳ ଯୋଗୁଁ ଏଭଳି ଘଟଣା ଘଟିଛି । ଏକ ନିର୍ଦ୍ଦିଷ୍ଟ ଗୋଷ୍ଠୀର ଲୋକଙ୍କ ଦ୍ୱାରା ୨୦ରୁ ଉର୍ଦ୍ଧ୍ୱ ବୋମାମାଡ଼ ହୋଇଥିବା ଅଭିଯୋଗ ହୋଇଛି ।
ରାଜଧାନୀରେ ମାତିଛନ୍ତି କେବିଏନ୍ ଗ୍ରୁପ୍ । ନା କାହାକୁ ଅଛି ଡର, ନା କାହା ପ୍ରତି ଭୟ । ହାତରେ ମାଉଜର୍, ଆଉ ଫାଏର ହେଉଛି ଗୋଟିଏ ପରେ ଗୋଟିଏ ରାଉଣ୍ଡ ଗୁଳି । ଘଟଣା ସମୟର ଭିଡିଓ ଏବେ ଭାଇରାଲ୍ ହୋଇଛି । ଶୁଣନ୍ତୁ ଏହାର ପୁରା ଘଟଣା
ରାଜଧାନୀ ଛାତିରେ ଆତଙ୍କ ମଚାଇଛନ୍ତି କେବିଏନ୍ ଗ୍ରୁପ୍ । ବେଫିକର୍...ନା କାହାକୁ ଅଛି ଡର, ନା କାହା ପ୍ରତି ଭୟ ।
ମୁମ୍ବାଇର ୨ ଯୁବକଙ୍କ ୨ଟି ଆକାଉଣ୍ଟ ନମ୍ବର ଦେଇ ମାଗିଥିଲେ ୪୦ ହଜାର ଟଙ୍କା । ସେହି ଅନୁସାରେ ଅଭିଯୁକ୍ତ ଜଣକ ୨୦୨୧ ଏପ୍ରିିଲ୍ ୧୮ରେ ୨ଟି କିସ୍ତିରେ ଅନଲାଇନ୍ ପେମେଣ୍ଟ କରିଥିଲା ।
DRDO ଗୁପ୍ତଚରୀର ମୁମ୍ବାଇ ଲିଙ୍କ୍ ! ବାଲେଶ୍ୱର ଚାନ୍ଦିପୁର DRDO ଗୁପ୍ତଚରୀରେ ୫ ଗିରଫ ମାମଲାI DRDO ଗୁପ୍ତଚରୀରେ ମୁମ୍ବାଇ ଲିଙ୍କ୍ ନେଇ ମିଳିଲା ବଡ଼ ସୁରାକ୍ I ଗିରଫ ୫ ଅଭିଯୁକ୍ତଙ୍କ ମଧ୍ୟରୁ ଜଣକ କାରବାରରେ ମୁମ୍ବାଇ ଲିଙ୍କ୍
୨୦୧୬ ମସିହା ନଭେମ୍ବର ୫ ରେ କୁଜଙ୍ଗ ଥାନା ପଙ୍କପାଳ ଠାରେ ଥିବା ସରକାରୀ ଠିପି ବନ୍ଦ ମଦ ଦୋକାନ ସେଲ୍ସମ୍ୟାନ୍ ଙ୍କୁ ଜୀଅନ୍ତା ପୋଡି ହତ୍ୟା କରାଯାଇଥିଲା ।
ସେପଟେ ମମିତା ହତ୍ୟା ମାମଲାରେ ନୂଆ କଥା ସାମନାକୁ ଆସିଛି। ମମିତାଙ୍କ ଶବ ପୋଡ଼ିବାରେ ବ୍ୟବହୃତ ହୋଇଥିବା ଟାୟାର ସେ ଦେଇଥିବା କହିଛନ୍ତି ବିବେକ ଅଗ୍ରୱାଲ।