ଗୋପାଳପୁର ବିଧାୟକ ପ୍ରଦୀପ ପାଣିଗ୍ରାହୀଙ୍କ ଘରେ ଭିଜିଲାନ୍ସ ରେଡ୍। ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ପ୍ରଦୀପଙ୍କ ବ୍ରହ୍ମପୁର ଏବଂ ଭୁବନେଶ୍ୱର ବାସଭବନରେ ରେଡ୍ କରିଛି ଭିଜିଲାନ୍ସ। ଦେଖନ୍ତୁ ବର୍ତ୍ତମାନର ବଡ଼ ଖବର।
ରାଜଧାନୀରେ ବଡ଼ ଧରଣର ଚୋରି। ଘରେ ପଶି ୨୦ ଲକ୍ଷରୁ ଅଧିକ ଟଙ୍କାର ଗହଣା ନେଇ ଯାଇଛନ୍ତି ଦୁର୍ବୃତ୍ତ। ଏହି ଘଟଣା ହେଉଛି ଲକ୍ଷ୍ମୀସାଗର ବୈରାଗୀ ନଗର ଅଞ୍ଚଳର। ଘଟଣା ସ୍ଥଳରୁ ପୂରା ରିପୋର୍ଟ ଦେଉଛନ୍ତି ଆମ ପ୍ରତିନିଧି ଅତୁଲ୍ୟ ବାଉତ୍
ରିମାଣ୍ଡରେ ଯିବେ ଅମ୍ରିତ-ଦିନେଶ-ମୃତ୍ୟୁଞ୍ଜୟ । ବହୁ ଚର୍ଚ୍ଚିତ ମନୀଷ ଅନୁରାଗ ହତ୍ୟା ମାମଲାରେ ଅଭିଯୁକ୍ତଙ୍କୁ ରିମାଣ୍ଡରେ ନେବ ଇନ୍ଫୋସିଟି ପୋଲିସ । ୩ ଅଭିଯୁକ୍ତଙ୍କୁ ୫ ଦିନିଆ ରିମାଣ୍ଡରେ ନେବା ପାଇଁ ଭୁବନେଶ୍ୱର JMFC କୋର୍ଟଙ୍କ ନିକଟରେ ଆବେଦନ କରିଥିଲା ପୋଲିସ ।
ବହୁ ଚର୍ଚ୍ଚିତ ରାଜଧାନୀ ମନୀଷ ଅନୁରାଗଙ୍କ ହତ୍ୟା ଘଟଣାରେ ଶୁଣନ୍ତୁ କଣ କହୁଛନ୍ତି କେସ୍ ଲଢ଼ୁଥିବା ଆଇନଜୀବୀ
ପାରଳାଖେମୁଣ୍ଡି ଏସିଏଫ୍ ସୌମ୍ୟରଞ୍ଜନ ମହାପାତ୍ରଙ୍କ ମୃତ୍ୟୁ ମାମଲାକୁ ନେଇ ତଦନ୍ତ ବ୍ୟବସ୍ଥା ଉପରେ ବର୍ଷିଲା ବିଜେପି।
ବଢ଼ିଲା ପ୍ରଦୀପଙ୍କ ଅଡ଼ୁଆ । ପୁଣି ଘରେ ପଶିଲା ଭିଜିଲାନ୍ସ । ବିବାଦୀୟ ଗୋପାଳପୁର ବିଧାୟକ ପ୍ରଦୀପ ପାଣିଗ୍ରାହୀଙ୍କ ଘରେ ପୁଣି ଭିଜିଲାନ୍ସ ରେଡ୍ । କେବଳ ବିଧାୟକଙ୍କ ଘରେ ନୁହେଁ ବରଂ ତାଙ୍କ ବନ୍ଧୁ ବାନ୍ଧବଙ୍କ ଘରେ ମଧ୍ୟ ଭିଜିଲାନ୍ସ ଟିମ୍ ଚଢ଼ାଉ କରିଛି ।
ରାଜଧାନୀରେ ବଡ଼ ଧରଣର ଚୋରି । ଘରେ ପଶି ୬୦ ଲକ୍ଷ ଟଙ୍କାର ସୁନା ଗହଣା ନେଇ ଯାଇଛନ୍ତି ଦୁର୍ବୃତ୍ତ। ଦେଖନ୍ତୁ ଖବର
ବହୁ ଚର୍ଚ୍ଚିତ ପାରଳାଖେମୁଣ୍ଡି ଏସିଏଫ୍ ସୌମ୍ୟରଞ୍ଜନ ମହାପାତ୍ରଙ୍କ ମୃତ୍ୟୁ ମାମଲାକୁ ନେଇ ତଦନ୍ତ ବ୍ୟବସ୍ଥା ଉପରେ ବର୍ଷିଛି ବିଜେପି । ସୌମ୍ୟ ରଞ୍ଜନ ମୃତ୍ୟୁ ମାମଲା ଘଟଣାରେ କ୍ରାଇମବ୍ରାଞ୍ଚ ମାସେ ଧରି ତଦନ୍ତ କରିବା ପରେ ମଧ୍ୟ ବର୍ତ୍ତମାନ ସୁଦ୍ଧା ଅସଲ ଅଭିଯୁକ୍ତଙ୍କୁ ଧରି ପାରିନଥିବାର ବିଜେପି ପକ୍ଷରୁ ଅଭିଯୋଗ କରାଯାଇଛି ।
ବାଂଲାଦେଶର ନୋଆଖଲି ସ୍ଥିତ ଇସ୍କନ ମନ୍ଦିର ଉପରେ ଦୁର୍ବୃତ୍ତ ଆକ୍ରମଣ । ଶୁକ୍ରବାର ୨ଶହରୁ ଅଧିକ ଦୁର୍ବୃତ୍ତ ଅଚାନକ ମନ୍ଦିରରେ ପଶି ଭଙ୍ଗାରୁଜା କରିଥିଲେ। ଦେଖନ୍ତୁ ଖବର
ରାଜଧାନୀରେ ବଡ଼ ଧରଣର ଚୋରି । ଘରେ ପଶି ୬୦ ଲକ୍ଷ ଟଙ୍କାର ସୁନା ଗହଣା ନେଇ ଯାଇଛନ୍ତି ଚୋର । ଏଭଳି ଅଭିଯୋଗ ଆସିଛି ଲକ୍ଷ୍ମୀସାଗର ବୈରାଗୀ ନଗର ଥାନା ଅଞ୍ଚଳରୁ ।
ଆଦିବାସୀ ଇଲାକାରେ ଡିଜିଟାଲ୍ ଜୁଆ। ମାଲକାନଗିରି ସହରରେ ମୋବାଇଲ ଆପ ମାଧ୍ୟମରେ ଚାଲିଛି ଆଇପିଏଲ ବେଟିଂ।
ଆଦିବାସୀ ଇଲାକାରେ ଡିଜିଟାଲ୍ ଜୁଆ । ମାଲକାନଗିରି ସହରରେ ମୋବାଇଲ ଆପ ମାଧ୍ୟମରେ ଚାଲିଛି ଆଇପିଏଲ ବେଟିଂ । ସୁରାଗ୍ ପାଇବା ପରେ ମାଲକାନଗିରି ପୋଲିସ ଚଢ଼ାଉ କରି ୪ ଜଣଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି ।
ଦୁଇଜଣ ନିଶାସକ୍ତ ଯୁବକ ବାଇକ ଯୋଗେ ଆସି ସେହି ସମୟରେ ମଦ ପିଇବାକୁ ଉକ୍ତ ସ୍ଥାନରେ ଛିଡାହେଲେ। ହେଲେ ତାଙ୍କର ଖରାପ ନଜର ଉକ୍ତ ଯୁବତୀ ଉପରେ ପଡିଥିଲା। ତାପରେ ଯୁବତୀଙ୍କ ସାଥୀଙ୍କୁ ପ୍ରବଳ ମାଡ ମାରି ଗଛରେ ବାନ୍ଧି ଦେଇଥିଲେ।
ବାର୍, ବିଲ୍ ଓ ବଚସାରୁ ମନୀଷ ଅନୁରାଗଙ୍କୁ କରାଯାଇଛି ହତ୍ୟା। ହତ୍ୟାକାରୀ ଆଉ କିଏ ନୁହଁନ୍ତି, ମନୀଷଙ୍କ ବନ୍ଧୁଙ୍କ ସମେତ ୩ ଜଣ ହିଁ ମୁଖ୍ୟ ଅଭିଯୁକ୍ତ।
ଏପରିକି ସେମାନେ ମହିଳାଙ୍କ ମୁଣ୍ଡ ଓ ଶରୀରର ଅନ୍ୟ ଭାଗରେ ଅମାନୁଷିକ ଭାବେ ଆଘାତ ଦେବା ସହ ତାଙ୍କୁ ନଦୀ କୂଳରେ ଫୋପାଡି ଫେରାର ହୋଇଯାଇଥିବା ଜଣାପଡିଛି। ଆଇଜି ହିମାଂଶୁ ଲାଲଙ୍କ ସମେତ ପୋଲିସ୍ ଟିମ୍ ଘଟଣାସ୍ଥଳରେ ଖୋଳତାଡ଼ କରିଛନ୍ତି।
ବରିଷ୍ଠ ସାମ୍ବାଦିକ ନବୀନ ଦାସଙ୍କ ପୁଅ ମନୀଷ ଅନୁରାଗଙ୍କ ମୃତ୍ୟୁର ବଡ଼ ଖୁଲାସା କରିଛି କମିଶନରେଟ୍ ପୋଲିସ..
ଘରୋଇ କଳିର କରୁଣ ପରିଣତି। ଜଣେ ବିଧବା ମହିଳାଙ୍କୁ ତାଙ୍କ ଦେଢ଼ଶୁର ହତ୍ୟା କରି ନଦୀରେ ଭସାଇ ଦେଇଥିବା ବେଳେ, ଅନ୍ୟପକ୍ଷେ ସ୍ୱାମୀ ସ୍ତ୍ରୀଙ୍କ ମଧ୍ୟରେ ହୋଇଥିବା କଳି ଶେଷରେ ଭୟାନକ ରୂପ ଧାରଣ କରିଥିବା ଦେଖିବାକୁ ମିଳିଛି।
ବହୁଚର୍ଚ୍ଚିତ ମନୀଷ ଅନୁରାଗ ମୃତ୍ୟୁ ମାମଲାରେ ୩ ଜଣଙ୍କୁ ଗିରଫ କରିଛି କମିଶନରେଟ୍ ପୋଲିସ। ପୋଲିସ ହାତରେ ଲାଗିଛି ପ୍ରତ୍ୟେକ୍ଷଦର୍ଶୀ.. ଗିରଫ ଅଭିଯୁକ୍ତଙ୍କୁ ରିମାଣ୍ଡରେ ନେବା ପରେ ମର୍ଡର ଏଙ୍ଗେଲ୍ ଜଣାପଡ଼ିପାରେ..
ପାରିବାରିକ ବିବାଦର କରୁଣ ପରିସ୍ଥିତି । ସ୍ତ୍ରୀଙ୍କୁ ଗଳା କାଟି ହତ୍ୟା ଉଦ୍ୟମ ପରେ ସ୍ୱାମୀ ଆତ୍ମହତ୍ୟା କରିଛନ୍ତି । ପିପିଲି ନିର୍ମଳା ଗାଁରେ ଘଟିଛି ଏଭଳି ଘଟଣା ।
ବରିଷ୍ଠ ସାମ୍ବାଦିକ ନବୀନ ଦାସଙ୍କ ପୁଅ ମନୀଷ ଅନୁରାଗଙ୍କ ରହସ୍ୟଜନକ ମୃତ୍ୟୁ ଘଟଣା ଉପରୁ ପରଦା ହଟିଛି। କେମିତି ହୋଇଥିଲା ମନୀଷଙ୍କ ମୃତ୍ୟୁ ? କେଉଁମାନେ ଏଥିରେ ସମ୍ପୃକ୍ତ ଅଛନ୍ତି ? ମୃତ୍ୟୁ ପଛର କାରଣ କ’ଣ ? ଏସବୁର ଖୁଲାସା କରିଛନ୍ତି ଭୁବନେଶ୍ୱର ଡିସିପି ଉମାଶଙ୍କର ଦାସ।
ୟୂରଭଞ୍ଜ ଜିଲ୍ଲାରେ ଜଣେ ବୟସ୍କା ମହିଳାଙ୍କୁ ଲିଫ୍ଟ ଦେଇ ଗଣଦୁଷ୍କର୍ମ ଅଭିଯୋଗ ଆସିଛି। ପୀଡ଼ିତା ଜଣକ ଏବେ ମେଡିକାଲରେ ଭର୍ତ୍ତି ଅଛନ୍ତି..
ଆଇପିଏଲ୍ ବେଟିଂ ବେଳେ ଚଢ଼ାଉ କରି ୩ ବୁକିଙ୍କୁ ଗିରଫ କରିବା ସହ ୯ ଲକ୍ଷରୁ ଅଧିକ ଟଙ୍କା ଜବତ କରିଛି ପୋଲିସ୍
ଲିଫ୍ଟ ଦେବା ବାହାନାରେ ଜଣେ ବୃଦ୍ଧାଙ୍କୁ ଗଣଦୁଷ୍କର୍ମ କରାଯାଇଥିବା ଘଟଣା ସାମ୍ନାକୁ ଆସିଛି। ଏପରିକି ତାଙ୍କୁ ଆକ୍ରମଣ କରାଯାଇଥିବା ମଧ୍ୟ ଅଭିଯୋଗ ହୋଇଛି। ନଦୀ କୂଳରୁ ମହିଳାଙ୍କୁ ଗୁରୁତର ଅବସ୍ଥାରେ ଉଦ୍ଧାର କରାଯାଇଛି।
ବହୁଚର୍ଚ୍ଚିତ ମନୀଷ ମୃତ୍ୟୁ ମାମଲାରେ ୩ ଜଣ ଅଭିଯୁକ୍ତଙ୍କୁ ଗିରଫ କଲା କମିଶନରେଟ୍ ପୋଲିସ । ଅମ୍ରିତ ବିଶ୍ୱାଳ, ଦିନେଶ ଓ ମୃତ୍ୟୁଞ୍ଜୟଙ୍କୁ ଗିରଫ କରାଯାଇଛି । ହତ୍ୟା ଓ ପ୍ରମାଣ ନଷ୍ଟ ଅଭିଯୋଗରେ ତିନି ଜଣକୁ ଗିରଫ କରିଛି ପୋଲିସ ।
ଦୁର୍ଦ୍ଦାନ୍ତ ଅପରାଧୀ ରାକା ଓରଫ୍ ରାକେଶ ଦାସକୁ କାବୁ କରିଛି ପୋଲିସ୍। ଧରିବାକୁ ଉଦ୍ୟମ ବେଳେ ପୋଲିସ ଉପରକୁ ଗୁଳିମାଡ଼ କରିଥିଲା ରାକା..