ବାଲେଶ୍ୱର ଜିଲ୍ଲା ସୋର ତଳନଗର ଏନ୍ଏଚ୍ରେ ଯୁବକଙ୍କୁ ହତ୍ୟା ଘଟଣାର ପର୍ଦ୍ଦାଫାସ। ୨ ଜଣଙ୍କୁ ଗିରଫ କରିଛି ବାଲେଶ୍ୱର ପୋଲିସ।
ବ୍ଲାକରୋଜ ଜାହାଜ ବୁଡ଼ିବା ଘଟଣାର ସିବିଆଇ ତଦନ୍ତ ଦାବି । ଏନେଇ ସିବିଆଇ ତଦନ୍ତ ଦାବି କଲେ ସୂଚନା ଅଧିକାର କର୍ମୀ ପ୍ରଦୀପ ପ୍ରଧାନ
ଶାରିରୀକ ସମସ୍ୟାର ସମାଧାନ ପାଇଁ ତାନ୍ତ୍ରିକ ପାଖକୁ ଯାଇ ଏବେ ଭୋଗୁଛନ୍ତି ଯମ ଯନ୍ତ୍ରଣା । କାରଣ ତାଙ୍କ ମୁଣ୍ଡ ଭିତରେ ଫୋଡ଼ାଯାଇଛି ଛୁଞ୍ଚି ଆକାରର କଣ୍ଟା ।
ଶାରିରୀକ ସମସ୍ୟାର ସମାଧାନ ପାଇଁ ତାନ୍ତ୍ରିକ ପାଖକୁ ଯାଇ ଏବେ ଭୋଗୁଛନ୍ତି ଯମ ଯନ୍ତ୍ରଣା । କାରଣ ତାଙ୍କ ମୁଣ୍ଡ ଭିତରେ ଫୋଡ଼ାଯାଇଛି ଛୁଞ୍ଚି ଆକାରର କଣ୍ଟା ।
ତାମିଲନାଡ଼ୁରୁ ଭୁବନେଶ୍ୱର ପର୍ଯ୍ୟନ୍ତ ଲମ୍ବିଥିଲା ତ୍ରିଚି ଗ୍ୟାଙ୍ଗର ଚେର । କିନ୍ତୁ ତ୍ରିଚି ଗ୍ୟାଙ୍ଗର ଖେଳ ଖତମ୍ କରିଦେଇଛି କମିସନରେଟ ପୋଲିସ । ଏବେ ପୋଲିସ ହାତରେ ଧରା ପଡିଛି ଏହି ଗ୍ୟାଙ୍ଗ୍ ।
ବନ୍ଦ ଘରୁ ଝୁଲନ୍ତା ଅବସ୍ଥାରେ ମହିଳାଙ୍କ ମୃତଦେହ ଉଦ୍ଧାର । ବୁଗୁଡ଼ା ପୋଷ୍ଟ ଅଫିସର କର୍ମଚାରୀ ଥିଲେ ମୃତ ରଶ୍ମିତା ବେହେରା
ମାତୃହନ୍ତା ପାଲଟିଲା ପୁଅ । ମାଆର ତଣ୍ଟି ଚିପି ପୁଅ ମାରି ଦେଇଥିବା ଅଭିଯୋଗ । ବାଲେଶ୍ବର ଜିଲ୍ଲା ତାଳପଦା ଗାଁରେ ଅଭାବନୀୟ ଘଟଣା
ମହଙ୍ଗା ପଡ଼ିଲା ଦିବ୍ୟାଙ୍ଗଙ୍କୁ ପରିହାସ ! ପୂର୍ବତନ ଭାରତୀୟ କ୍ରିକେଟର୍ ଯୁବରାଜ ସିଂହ, ସୁରେଶ ରାଇନା ଓ ହରଭଜନ ସିଂହଙ୍କ ବିରୋଧରେ ମାମଲା ରୁଜୁ ହୋଇଛି ।
ମାମଲାରେ ଗିରଫଦାରୀ ସଂଖ୍ୟା ୧୪କୁ ବୃଦ୍ଧି ପାଇଛି। କିଛି ଦିନ ତଳେ ମାମଲାର ମାଷ୍ଟରମାଇଣ୍ଡ ରାକେଶ ରଞ୍ଜନ ଓରଫ୍ ରକିକୁ ପାଟନାରୁ ଗିରଫ କରି, ୧୦ ଦିନିଆ ରିମାଣ୍ଡରେ ନେଇଛି ସିବିଆଇ ।
ନିଶା ଦେଇ ବସ୍ କର୍ମଚାରୀଙ୍କୁ ଦୁର୍ବୃତ୍ତ ଅଚେତ କରିଦେଇଥିବା ଚର୍ଚ୍ଚା ହେଉଛି।
ଅଚାନକ ରବିବାର ଦିନ ରାତିରେ ଡ୍ରାଇଭର ରାଜୁ ନାଗ, ଯୁବତୀଙ୍କ ଘରେ ପହଞ୍ଚିଥିଲା । ଆଉ ଯୁବତୀଙ୍କୁ ବାହାରକୁ ଯିବାକୁ ବାଧ୍ୟ କରିଥିଲା ।
ଏଫବିଆଇ ଏହି ଆକ୍ରମଣକାରୀଙ୍କୁ ସ୍ଥାନୀୟ ବଟଲର କାଉଣ୍ଟି ଅଞ୍ଚଳର ୨୦ବର୍ଷୀୟ ଥୋମାସ୍ ମାଥ୍ୟୁ କୁକ୍ ବୋଲି ଚିହ୍ନଟ କରିଛି। ତଦନ୍ତ ପରେ ଏହା ଜଣାପଡିଛି ଯେ ଆକ୍ରମଣକାରୀ ଟ୍ରମ୍ପଙ୍କ ପାର୍ଟି 'ରିପବ୍ଲିକାନ୍'ର ଜଣେ ସଦସ୍ୟ।
ସାଇବର ଫ୍ରଡର ନୂଆ ତରିକା ଡିଜିଟାଲ ଆରେଷ୍ଟ ଫାଶରେ ପଡ଼ିଲାଣି କି ଓଡ଼ିଶା ? ନିକଟରେ କିଛି ଉଚ୍ଚ ପଦସ୍ତ ଅଧିକାରୀ ସାଇବର ଅପରାଧୀଙ୍କ ଜାଲରେ ଫସି ମୋଟା ଅଙ୍କରେ ଲୁଟର ଶିକାର ଅଭିଯୋଗ ପରେ ଏ ଘଟଣା ସାମ୍ନାକୁ ଆସିଛି । ଗତକାଲି କ୍ରାଇମବ୍ରାଞ୍ଚର ସାଇବର ସେଲ୍ ଦିଲ୍ଲୀରୁ ୨ ନାଇଜେରୀୟଙ୍କୁ ଗିରଫ କରି ଓଡ଼ିଶା ଆଣିବା ପରେ ଆମ ରାଜ୍ୟରେ ବି ଡିଜିଟାଲ ଆରେଷ୍ଟ ତରିକାର ନେଟୱାର୍କ ବଢୁଥିବା ନେଇ ଚର୍ଚ୍ଚା ହେଉଛି ।
ସାଇବର ଫ୍ରଡର ନୂଆ ତରିକା ଡିଜିଟାଲ ଆରେଷ୍ଟ ଫାଶରେ ପଡ଼ିଲାଣି କି ଓଡ଼ିଶା ?
ଅଳ୍ପ ସମୟ ବ୍ୟବଧାନରେ ଅଧିକ ସୁଧ ଆଶା ଦେଖାଇ ଲଗାଉଥିଲା ଚୂନା। ସେୟାର୍ ବଜାରରେ ଟ୍ରେଡିଂ କରାଇ ବାର୍ଷିକ ୨୪ ପ୍ରତିଶତରୁ ଅଧିକ ସୁଧ ଦେବାର ଲୋଭ ଦେଖାଇଥିଲା। ବେଶ୍ କିଛି ଦିନ ବାଲାଂଦେଶ ଓ ଦୁବାଇରେ ଆତ୍ମଗୋପନ କରିବା ପରେ ଶେଷରେ କୋଲକାତାରୁ ଧରାପଡିଛି ଏହି ଠକ।
ଘଟଣାକୁ ନେଇ ରାଷ୍ଟ୍ରପତି ଜୋ ବାଇଡେନ ଦୁଃଖ ପ୍ରକାଶ କରିବା ସହ ଆମେରିକା ରାଜନୀତିରେ ହିଂସାର କୌଣସି ସ୍ଥାନ ନାହିଁ। ଘଟଣାକୁ ଦୃଢତାର ସହ ନେବା ଲାଗି ସେ ନିର୍ଦ୍ଦେଶ ଦେଇଛନ୍ତି।
ଦୁଇ ଦିନ ପୂର୍ବେ ଉଭୟଙ୍କ ମଧ୍ୟରେ ଜୋରଦାର କଥା କଟାକଟି ହୋଇଥିଲା । ତାପରେ ସ୍ୱାମୀ ଦୁଇ ଜଣ ଝିଅକୁ ନେଇ ଘରୁ ବାହାରିଯାଇଥିଲେ । କିନ୍ତୁ ଆଉ ଫେରିନଥିଲେ ।
ପୋଲିସ ଏକ ମିଥ୍ୟା ଅପହରଣ ନାଟକର ପର୍ଦ୍ଦାଫାସ୍ କରିଛି। ଟଙ୍କା ପାଇଁ ନିଜେ ନିଜକୁ ଅପହରଣ କରି ଥିଲେ ଜଣେ ଯୁବକ।
ଖୋର୍ଦ୍ଧା ବାଲୁଗାଁରେ ସମ୍ପତ୍ତି ବିବାଦକୁ ନେଇ ବୋମା ମାଡ଼ ହୋଇଥିବା ଜଣାପଡିଛି। ବାପା ଓ ସାନପୁଅ ବଡ଼ ପୁଅକୁ ହତ୍ୟା କରିବା ଉଦ୍ଦେଶ୍ୟରେ ଘର ଉପରକୁ ବୋମା ମାଡ଼ କରିଥିଲେ। କିନ୍ତୁ ବୋମାଟି ଛିଟିକି ଆସି ସାନପୁଅ ଦେହରେ ବାଜିଥିଲା।
SCO ସୁରେଶ ମଲ୍ଲିକଙ୍କ ମୃତ୍ୟୁକୁ ନେଇ ଆସିଛି ସାଂଘାତିକ ଅଭିଯୋଗ। ପରିବାର ଲୋକେ ଏହାକୁ ଆତ୍ମହତ୍ୟା ନୁହେଁ ହତ୍ୟା ବୋଲି ଅଭିଯୋଗ କରିଛନ୍ତି।
ରାଜସ୍ଥାନ ଜୟପୁର ବିମାନବନ୍ଦରରେ ଏହି ଘଟଣା ଘଟିଥିବା ଦେଖିବାକୁ ମିଳିଛି। ଯେଉଁଠି ଜଣେ ସ୍ପାଇସଜେଟ୍ ଏୟାରଲାଇନ୍ସର ମହିଳା କର୍ମଚାରୀ ବିମାନବନ୍ଦରରେ ନିୟୋଜିତ ଥିବା ଜଣେ CISF ଯବାନଙ୍କୁ ସମସ୍ତଙ୍କ ଆଗରେ ଶକ୍ତ ଚାପୁଡ଼ା ମାରିଛନ୍ତି।
ସାଙ୍ଗ ଘରେ ଝୁଲି ପଡ଼ିଲା ସାଙ୍ଗ। ସୁବର୍ଣ୍ଣପୁର ମହାବିଦ୍ୟାଳୟର +୩ ଛାତ୍ରଙ୍କ ମୃତଦେହ ଉଦ୍ଧାର କରିଛି ପୋଲିସ।
ବାଣୀକଣ୍ଠ ନିମାଇଁ ହରିଚନ୍ଦନ । ଯାହାଙ୍କ ଗୀତ ଓଡ଼ିଆଙ୍କୁ ଜଗନ୍ନାଥ ମନସ୍କ କରାଏ । ସ୍ବତନ୍ତ୍ର ଶୈଳୀ, ସ୍ବତନ୍ତ୍ର ସ୍ବର ତାଙ୍କର । ହେଲେ ଏ କଥା ଜାଣି ନ ଥିବା ଲୋକେ ତାଙ୍କୁ ଥଟ୍ଟା କରନ୍ତି । ତାଙ୍କ ଶୈଳୀକୁ ପରିହାସ କରନ୍ତି । ରୁକୁ ସୁନା ଆଉ ହ୍ୟୁମାନ ସାଗର । ଦୁଇଜଣ ବେଶ୍ ନାଁ କରିଛନ୍ତି ଆମ ସଙ୍ଗୀତ ଇଣ୍ଡଷ୍ଟ୍ରୀରେ । ହେଲେ ସେମାନଙ୍କ ଭାଇରାଲ ଭିଡିଓ ସଙ୍ଗୀତର ନାଁ ପକେଇଛି । କ’ଣ ପାଇଁ, ଆସନ୍ତୁ ଦେଖିବା ।
୨୦୨୪ ଜାନୁଆରୀରୁ ଜୁନ୍, ଗତ ୬ ମାସ ମଧ୍ୟରେ ଭୁବନେଶ୍ୱରରେ ସାଇବର ଅପରାଧ ଜନିତ ୨ ହଜାର ୩୯୪ଟି ରିପୋର୍ଟ ଥାନାକୁ ଆସିଛି । ଏଥିମଧ୍ୟରୁ ୧୧୦ଟି ମାମଲା ପଞ୍ଜୀକୃତ ହୋଇଛି ।
ଦୀର୍ଘ ୫ ଦିନ ଧରି ଅଶାନ୍ତ ଭୁବନେଶ୍ବରର ପଦ୍ମକେଶରୀପୁର ଗାଁ। ଶନିବାର ରାତିର ଗଣ୍ଡଗୋଳ ପରେ ଗାଁର ଅନେକ ଲୋକଙ୍କ ଘରେ ଚୁଲି ଜଳିନି କି ଗିରଫ ଭୟରେ ଘରକୁ ଫେରୁ ନାହାନ୍ତି ପୁରୁଷ ଲୋକ। ଭୟ ଓ ଆତଙ୍କ ସାଙ୍ଗକୁ ଦୟନୀୟ ଅବସ୍ଥାରେ ଦିନ କାଟୁଛନ୍ତି ଗାଁର ମହିଳା ଓ ପିଲାଛୁଆ।